Levítico 24
Oriya Bible (GL_ORIYA) vs VC
1 ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,
1 O Senhor disse a Moisés:
2 ତୁମ୍ଭେ ଇଶ୍ରାଯଲ ସନ୍ତାନଗଣଙ୍କୁ ଏହି ଆଜ୍ଞା ଦିଅ। ସମାନେେ ପ୍ରତିଦିନ ପ୍ରଦୀପ ଜ୍ବଳନ ପାଇଁ ତୁମ୍ଭ ନିକଟକୁ ନିର୍ମଳ ଭାବେ ପଷୋ ୟାଇଥିବା ଜୀତ ତୈଳ ଆଣିବେ।
2 "Ordena aos israelitas que te tragam óleo puro de olivas esmagadas para manter, continuamente, acesas as lâmpadas do candelabro.
3 ହାରୋଣ ସମାଗମ ତମ୍ବୁ ମଧିଅରେ ନିଯମ ସିନ୍ଦୁକ ବିଚ୍ଛଦବେସ୍ତ୍ର ବାହା ରେ ସନ୍ଧ୍ଯା ଠାରୁ ପ୍ରଭାତ ପର୍ୟ୍ଯନ୍ତ ସଦାପ୍ରଭୁଙ୍କ ସମ୍ମୁଖ ରେ ସର୍ବଦା ତାହା ସ୍ଥାପନ କରିବ। ଏହା ତୁମ୍ଭମାନଙ୍କର ବଂଶାନୁକ୍ରମେ ପାଳନୀଯ ଅନନ୍ତକାଳୀନ ବ୍ଯବସ୍ଥା।
3 Aarão prepará-las-á fora do véu do testemunho, na tenda de reunião, a fim de que elas queimem continuamente, da tarde à manhã, diante do Senhor.
4 ହାରୋଣ ଶୁଦ୍ଧ ସୁବର୍ଣ୍ଣର ଦୀପରୂଖା ଉପରେ ପ୍ରଦୀପ ରଖି ସଦାପ୍ରଭୁଙ୍କ ସମ୍ମୁଖ ରେ ସର୍ବଦା ଜଳାଇ ରଖିବ।
4 Disporá as lâmpadas no candelabro de ouro puro, para que queimem continuamente diante do Senhor.
5 ଆଉ ତୁମ୍ଭେ ସରୁ ମଇଦା ନଇେ ତହିଁରେ ବାର ଗୋଟି ପିଠା ପ୍ରସ୍ତୁତ କରିବ, ପ୍ରେତ୍ୟକକ ପିଠା ଏକ ଐଫାର ଦୁଇ ଦଶମାଂଶ ହବେ।
5 Tomarás também flor de farinha e farás com ela doze bolos cozidos, cada um dos quais com dois décimos de efá.
6 ସୁବର୍ଣ୍ଣ ମଜେ ଉପରେ ପ୍ରତି ଧାଡି ରେ ଛଅ ଛଅ କରି ଦୁଇ ଧାଡି ରେ ସହେିସବୁ ପିଠାକୁ ସଦାପ୍ରଭୁଙ୍କ ସମ୍ମୁଖ ରେ ରଖିବ।
6 Dispô-los-ás em duas pilhas de seis na mesa de ouro puro diante do Senhor.
7 ଆଉ ରୋଟୀ ପରିବର୍ତେ ସ୍ମରଣାର୍ଥକ ନବୈେଦ୍ଯରୂପେ ପ୍ରତି ଧାଡିର ଉପରେ ନିର୍ମଳ ସୁବାସିତ ଲୋବାନ୍ ଦବେ।
7 Sobre cada pilha porás incenso puro, que será um memorial oferecido pelo fogo ao Senhor.
8 ଯାଜକ ପ୍ରତି ବିଶ୍ରାମବାର ଦିନ ସଦାପ୍ରଭୁଙ୍କ ସମ୍ମୁଖ ରେ ରୋଟୀ ସବୁ ସମୟ ପାଇଁ ରଖିବ। ଇଶ୍ରାୟେଲ ଲୋକମାନଙ୍କ ଦ୍ବାରା ଏହା ଅନନ୍ତକାଳୀନ ବିଧି ହବୋ ଉଚିତ୍।
8 Colocar-se-ão esses pães diante do Senhor a cada sábado, continuamente, da parte dos israelitas: esta é uma aliança perpétua.
9 ସହେି ରୋଟୀ ହାରୋଣ ଓ ତାଙ୍କର ପୁତ୍ର ଗଣଙ୍କର ହବେ। ଆଉ ସମାନେେ ସହେି ରୋଟୀକୁ ଏକ ପବିତ୍ରସ୍ଥାନ ରେ ଭକ୍ଷଣ କରିବା ଉଚିତ୍। କାରଣ ସଗେୁଡିକ ସଦାପ୍ରଭୁଙ୍କ ନବୈେଦ୍ଯର ପବିତ୍ର ଅଂଶ। ଏହି ରୋଟୀ ଚିରଦିନ ପାଇଁ ସମାନଙ୍କେର ଅଂଶ ହବେ।
9 Esses pães serão propriedade de Aarão e de seus filhos, que os comerão no lugar santo; isso será para eles uma coisa santíssima entre as ofertas feitas pelo fogo ao Senhor. É uma lei perpétua."
10 ଅନନ୍ତର ଜଣେ ମିଶରୀଯ ପୁରୁଷର ଔରସ ରେ ଇଶ୍ରାୟେଲୀୟ ଜଣେ ସ୍ତ୍ରୀଠାରୁ ଜାତ ଏକ ଇଶ୍ରୀଯଲେ ପୁତ୍ର, ଇଶ୍ରାୟେଲୀୟମାନଙ୍କ ଛାଉଣୀ ଭିତରକୁ ଗଲା। ସେ ଛାଉଣୀ ରେ ପ୍ରବେଶ କଲା ଓ ଜଣକ ସହିତ କଳି କଲା।
10 O filho de uma mulher israelita, tendo por pai um egípcio, veio entre os israelitas. E, discutindo no acampamento com um deles,
11 ସହେି ଇଶ୍ରାୟେଲୀୟ ସ୍ତ୍ରୀର ସନ୍ତାନ ସଦାପ୍ରଭୁଙ୍କ ନାମକୁ ନିନ୍ଦାକରି ଅଭିଶାପ ଦଲୋ। ତେଣୁ ଲୋକମାନେ ତାହାକୁ ମାଶାଙ୍କେ ନିକଟକୁ ଆଣିଲେ। ସହେି ଇଶ୍ରାୟେଲୀୟ ସ୍ତ୍ରୀ ନାମ ଶଲମେୀତ୍ ଓ ସେ ଦାନ ବଂଶୀଯ ଦିବ୍ରୀର କନ୍ଯା ଥିଲା।
11 o filho da mulher israelita blasfemou contra o santo nome e o amaldiçoou. Sua mãe chamava-se Salumite, filha de Dabri, da tribo de Dã.
12 ପୁଣି ଲୋକମାନେ ସଦାପ୍ରଭୁଙ୍କ ମୁଖରୁ ଆଦେଶ ପାଇବା ପର୍ୟ୍ଯନ୍ତ ତାକୁ ବନ୍ଦୀ କରି ରଖିଲେ।
12 Puseram-no em prisão até que Moisés tomasse uma decisão, segundo a ordem do Senhor."
13 ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,
13 Então o Senhor disse a Moisés:
14 ସଦାପ୍ରଭୁଙ୍କୁ ଅଭିଶାପ ଦଇେଥିବା ଲୋକକୁ ଛାଉଣୀ ବାହାରକୁ ଆଣ, ପୁଣି ଯେଉଁମାନେ ତା'ର କଥା ଶୁଣିଲେ, ସମାନେେ ସମସ୍ତେ ଅଭିଶାପ ଦଇେଥିବା ବ୍ଯକ୍ତିର ମସ୍ତକରେ ହାତ ଦିଅନ୍ତୁ। ତା'ପରେ ଲୋକମାନେ ତାକୁ ପଥର ମାରି ହତ୍ଯା କରନ୍ତୁ।
14 "Faze sair do acampamento o blasfemo, e todos aqueles que o ouviram ponham a mão sobre a sua cabeça, e toda a assembléia o apedreje.
15 ଆଉ ତୁମ୍ଭେ ଇଶ୍ରାୟେଲର ସନ୍ତାନଗଣଙ୍କୁ କୁହ ଯେ କହେି ଆପଣା ପରମେଶ୍ବରଙ୍କୁ ଅଭିଶାପ ଦିଏ, ସେ ଆପଣା ପାପ ବହିବ।
15 Dirás aos israelitas: todo aquele que amaldiçoar o seu Deus levará o seu pecado.
16 ଯେ କହେି ଆପଣା ସଦାପ୍ରଭୁଙ୍କ ନାମ ରେ ନିନ୍ଦା କରେ ସେ ଅବଶ୍ଯ ହତ ହବେ। ସମସ୍ତ ମଣ୍ଡଳୀ ତାହାକୁ ପଥର ମାରି ବଧ କରିବେ। ବିଦେଶୀ ହେଉ କି ସ୍ବଦେଶୀ ହେଉ, ସଦାପ୍ରଭୁଙ୍କୁ ନିନ୍ଦା କଲେ ହତ ହବେ।
16 Quem blasfemar o nome do Senhor será punido de morte: toda a assembléia o apedrejará. Quer seja ele estrangeiro ou natural, se blasfemar contra o santo nome, será punido de morte."
17 ଆଉ ଯେଉଁ ଲୋକ ଅନ୍ୟ ଲୋକଙ୍କୁ ହତ୍ଯା କରେ ସେ ନିଶ୍ଚଯ ହତ ହବେ।
17 "Todo aquele que ferir mortalmente um homem será morto.
18 ୟିଏ କହେି କୌଣସି ପଶୁକୁ ହତ୍ଯା କରେ ସେ ମାରିଥିବା ପଶୁର ପ୍ରାଣ ଫରୋଇ ଆଣି ତା'ର କ୍ଷତିପୂରଣ ଦବେ।
18 Quem tiver ferido de morte um animal doméstico, dará outro em seu lugar: vida por vida.
19 ଯଦି କୌଣସି ବ୍ଯକ୍ତି ନିଜ ପ୍ରତିବେଶୀକୁ ଆଘାତ କରେ, ତବେେ ସମପରିମାଣର ଆଘାତ ସହେି ଲୋକକୁ ଦିଆୟିବ।
19 Se um homem ferir o seu próximo, assim como fez, assim se lhe fará a ele:
20 କ୍ଷତ ବଦଳ ରେ କ୍ଷତ, ତକ୍ଷୁ ବଦଳ ରେ ଚକ୍ଷୁ, ଦାନ୍ତ ବଦଳ ରେ ଦାନ୍ତ, ମନୁଷ୍ଯ ଶରୀର ରେ ୟିଏ ଯେଉଁପରି ଆଘାତ କରିଅଛି ତାହାପ୍ରତି ସହେି ପ୍ରକାର ଆଘାତ କରାୟିବ।
20 fratura por fratura, olho por olho e dente por dente; ser-lhe-á feito o mesmo que ele fez ao seu próximo;
21 ଜଣେ ଯଦି ପଶୁ ବଧ କରେ, ତବେେ ସେ ତାହାର ପରିଶାଧେ କରିବ, ମାତ୍ର ଜଣେ ଲୋକ ଯଦି ଅନ୍ୟ ଜଣେ ଲୋକକୁ ହତ୍ଯା କରେ, ତବେେ ସେ ହତ ହବେ।
21 Quem matar um animal, restituirá outro, mas o que matar um homem será punido de morte.
22 ବିଦେଶୀ ହେଉ କି ସ୍ବଦେଶୀ ହେଉ, ସମାନଙ୍କେ ନିମନ୍ତେ ତୁମ୍ଭମାନଙ୍କର ସମାନ ବ୍ଯବସ୍ଥା ହବେ। କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟୁ।
22 Só haverá uma lei entre vós tanto para o estrangeiro como para o natural: porque eu sou o Senhor vosso Deus".
23 ତା'ପରେ ମାଶାେ ଇଶ୍ରାୟେଲ ଇଶ୍ରାୟେଲ ସନ୍ତାନଗଣଙ୍କୁ କହିବାରୁ ସମାନେେ ଅଭିଶାପ ଦଇେଥିବା ଲୋକକୁ ଛାଉଣୀ ବାହାରକୁ ଆଣିଲେ, ତହୁଁ ଲୋକମାନେ ତାକୁ ପଥର ମାରି ବଧ କଲେ। ଇଶ୍ରାୟେଲ ସନ୍ତାନଗଣ ମାଶାଙ୍କେ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ କର୍ମ କଲେ।
23 Moisés transmitiu essas normas aos israelitas. Tiraram do acampamento o blasfemo e o apedrejaram, conforme a ordem que o Senhor tinha dado a Moisés.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Levítico 24, comparar traduções ou montar um estudo — tudo direto pelo WhatsApp.