Levítico 3
Oriya Bible (GL_ORIYA) vs ARIB
1 ଯବେେ କୌଣସି ବ୍ଯକ୍ତି ମଙ୍ଗଳାର୍ଥକ ନବୈେଦ୍ଯ ଉତ୍ସର୍ଗ କରୁଥାଏ, ତବେେ ସେ ତା'ର ପଲରୁ ଅଣ୍ଡିରା କିମ୍ବା ମାଈ ପଶୁଟିଏ ଆଣିବ। ସେ ସଦାପ୍ରଭୁଙ୍କ ଛାମୁକୁ ନିଖୁଣ ପଶୁ ଆଣିବା ଉଚିତ୍।
1 Se a oferta de alguém for sacrifício pacífico: se a fizer de gado vacum, seja macho ou fêmea, oferecê-la-á sem defeito diante do Senhor;
2 ପୁଣି ସେ ସମାଗମ-ତମ୍ବୁର ଦ୍ବାର ଦେଶ ରେ ଆପଣା ବଳିର ମସ୍ତକ ଉପରେ ହାତ ରଖି ତାକୁ ବଧ କରିବ। ତା'ପରେ ହାରୋଣର ପୁତ୍ର ଯାଜକଗଣ ତାହାର ରକ୍ତ ୟଜ୍ଞବଦେୀ ଉପରେ ଚାରିଆଡେ ସିଞ୍ଚନ କରିବେ।
2 porá a mão sobre a cabeça da sua oferta e a imolará à porta da tenda da revelação; e os filhos de Arão, os sacerdotes, espargirão o sangue sobre o altar em redor.
3 ସେ ମଙ୍ଗଳାର୍ଥକ ନବୈେଦ୍ଯର କିଛି ଅଂଶ ସଦାପ୍ରଭୁଙ୍କୁ ଉପହାର ରୂପେ ଉତ୍ସର୍ଗ କରିବ। ଆଉ ଯାଜକ-ଅନ୍ତ ଆଚ୍ଛାଦକ ମଦେ ଓ ଅନ୍ତ୍ର-ଉପରିସ୍ଥ ମଦେ ଉତ୍ସର୍ଗ କରିବ।
3 Então, do sacrifício de oferta pacífica, fará uma oferta queimada ao Senhor; a gordura que cobre a fressura, sim, toda a gordura que está sobre ela,
4 ସେ ଦୁଇ ଗୁରୁଦା, ତହିଁ ଉପରିସ୍ଥ ପାଶର୍ବବର୍ତ୍ତୀ ମଦେ ଓ ୟକୃତର ଉପରିସ୍ଥ ଅନ୍ତ୍ରପ୍ଲାବକ ନବେ।
4 os dois rins e a gordura que está sobre eles, e a que está junto aos lombos, e o redenho que está sobre o fígado, juntamente com os rins, ele os tirará.
5 ତହୁଁ ହାରୋଣର ପୁତ୍ରଗଣ ୟଜ୍ଞବଦେୀ ରେ ଏହିସବୁ ସହିତ ଅଗ୍ନିକାଠ ରେ ଥିବା ହାମବେଳିକୁ ଦଗ୍ଧ କରିବେ। ତାହା ସଦାପ୍ରଭୁଙ୍କ ନିମନ୍ତେ ସୁବାସିତ ନବୈେଦ୍ଯ ଅଟେ।
5 E os filhos de Arão queimarão isso sobre o altar, em cima do holocausto que está sobre a lenha no fogo; é oferta queimada, de cheiro suave ao Senhor.
6 ଯବେେ କହେି ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଉତ୍ସର୍ଗ ମଷେ କିମ୍ବା ଛଳେି ମଧ୍ଯରୁ ମଙ୍ଗଳାର୍ଥକ ନବୈେଦ୍ଯ କରେ ତବେେ ସେ ନିଖୁଣ ଅଣ୍ଡିରା କିମ୍ବା ମାଈ ମଷେ ବା ଛଳେି ଉତ୍ସର୍ଗ କରିବ।
6 E se a sua oferta por sacrifício pacífico ao Senhor for de gado miúdo, seja macho ou fêmea, sem defeito o oferecerá.
7 ଯଦି ସେ ନବୈେଦ୍ଯ ରୂପେ ମଷେ ଉତ୍ସର୍ଗ କରେ ତବେେ ସେ ନିଶ୍ଚିତ ସଦାପ୍ରଭୁ ପରମେଶ୍ବରଙ୍କ ସମ୍ମୁଖକୁ ତାକୁ ଆଣିବ।
7 Se oferecer um cordeiro por sua oferta, oferecê-lo-á perante o Senhor;
8 ପୁଣି ସେ ନିଜ ବନ୍ଦୀର ମସ୍ତକରେ ହାତ ରଖି ସମାଗମ ତମ୍ବୁ ନିକଟରେ ତାକୁ ବଧ କରିବ। ତା'ପରେ ହାରୋଣମ ପୁତ୍ରମାନେ ତା'ର ରକ୍ତକୁ ନଇେ ୟଜ୍ଞବଦେୀ ଉପରେ ଚାରିଆଡେ ଛିଞ୍ଚିବେ।
8 e porá a mão sobre a cabeça da sua oferta, e a imolará diante da tenda da revelação; e os filhos de Arão espargirão o sangue sobre o altar em redor.
9 ଏହାପରେ ସହେି ମଙ୍ଗଳାର୍ଥକ ନବୈେଦ୍ଯରୁ ଏକ ଅଂଶ ନବୈେଦ୍ଯ ସଦାପ୍ରଭୁଙ୍କ ପାଇଁ ଉପହାର ରୂପେ ହବେ। ସେ ତା'ର ମଦେ, ସମସ୍ତ ମଦମେଯ ଲାଙ୍ଗୁଳ, ମରେୁଦଣ୍ଡ ନିକଟରୁ କାଟି ନବେ। ସମସ୍ତ ମଦେ ଉପରିସ୍ଥ ଅଂଶ ଏବଂ ଏହାର ଅନ୍ତ ଅଂଶଗୁଡିକ ନବୈେଦ୍ଯ ହବେ।
9 Então, do sacrifício de oferta pacífica, fará uma oferta queimada ao Senhor; a gordura da oferta, a cauda gorda inteira, tirá-la-á junto ao espinhaço; e a gordura que cobre a fressura, sim, toda a gordura que está sobre ela,
10 ସେ ଦୁଇଟି ଗୁରୁଦା ମଦେ ଉପରିସ୍ଥ ଓ ଗୁରୁଦାର ପାଶର୍ବବର୍ତ୍ତୀ, ୟକୃତର ମଦେ ଏବଂ ନିମ୍ନ ଭାଗର ପଛ ମାଂସପେଶୀ ଗୁରୁଦା ସହିତ ବାହାର କରି ନବୋ ଉଚିତ୍।
10 os dois rins e a gordura que está sobre eles, e a que está junto aos lombos, e o redenho que está sobre o fígado, juntamente com os rins, tirá-los-á.
11 ତତ୍ପରେ ଯାଜକ ସେସମସ୍ତ ନଇେ ବଦେୀ ଉପରେ ଦଗ୍ଧ କରିବ। ଏହି ଭୋଜ୍ଯ ନବୈେଦ୍ଯ ସଦାପ୍ରଭୁଙ୍କୁ ଏକ ଉପହାର ହବେ।
11 E o sacerdote queimará isso sobre o altar; é o alimento da oferta queimada ao Senhor.
12 ଆଉ ଯଦି କହେି ଛାଗ ନବୈେଦ୍ଯ କରେ, ତବେେ ସେ ତାକୁ ସଦାପ୍ରଭୁଙ୍କ ସମ୍ମୁଖକୁ ଆଣିବ।
12 E se a sua oferta for uma cabra, perante o Senhor a oferecerá;
13 ସେ ସହେି ଛାଗ ମସ୍ତକରେ ହାତ ରଖିବ ଓ ସମାଗମ ତମ୍ବୁ ନିକଟରେ ତାକୁ ବଧ କରିବ। ତା'ପରେ ହାରୋଣର ପୁତ୍ରର ତା'ର ରକ୍ତ ନଇେ ୟଜ୍ଞବଦେୀ ଉପରେ ଚାରିଆଡେ ଛିଞ୍ଚିବେ।
13 e lhe porá a mão sobre a cabeça, e a imolará diante da tenda da revelação; e os filhos de Arão espargirão o sangue da cabra sobre o altar em redor.
14 ତା'ପରେ ସେ ସହଭାଗିତାର ନବୈେଦ୍ଯରୁ ଏକ ଅଂଶ ସଦାପ୍ରଭୁଙ୍କ ଉପହାର ରୂପେ ଦବେ। ସେ ଅନ୍ତ ଆଚ୍ଛାଦକ ମଦେ ଓ ଅନ୍ତ ଉପରିସ୍ଥ ମଦେ ସବୁ ଉତ୍ସର୍ଗ କରିବ।
14 Depois oferecerá dela a sua oferta, isto é, uma oferta queimada ao Senhor; a gordura que cobre a fressura, sim, toda a gordura que está sobre ela,
15 ସେ ଦୁଇଟି ଗୁରୁଦା, ମଦେ ଉପରିସ୍ଥ ଓ ଗୁରୁଦାର ପାଶର୍ବବର୍ତ୍ତୀ ଏବଂ ୟକୃତର ମଦେ ଏବଂ ନିମ୍ନ ଭାଗର ପଛ ମାଂସପେଶୀ ଗୁରୁଦା ସହିତ ବାହାର କରି ନବୋ ଉଚିତ୍।
15 os dois rins e a gordura que está sobre eles, e a que está junto aos lombos, e o redenho que está sobre o fígado, juntamente com os rins, tirá-los-á.
16 ତା'ପରେ ଯାଜକ ୟଜ୍ଞବଦେୀ ଉପରେ ଏହିସବୁ ଦଗ୍ଧ କରିବ। ଏହି ଭୋଜ୍ଯ ନବୈେଦ୍ଯ ସଦାପ୍ରଭୁଙ୍କୁ ଏକ ସୁବାସିତ ଉପହାର ଅଟେ। ମାତ୍ର ସମସ୍ତ ମଦେ ସଦାପ୍ରଭୁଙ୍ଗର।
16 E o sacerdote queimará isso sobre o altar; é o alimento da oferta queimada, de cheiro suave. Toda a gordura pertencerá ao Senhor.
17 ଏହି ବିଧି ପ୍ରେତ୍ୟକକ ଗୃହ ରେ ତୁମ୍ଭମାନଙ୍କର ସମସ୍ତ ଭବିଷ୍ଯତ ବଂଶାନୁକ୍ରମମାନଙ୍କ ପାଇଁ ଅନୁକରଣୀଯ ହବେ। ତୁମ୍ଭମାନେେ ଯେଉଁ ଠା ରେ ରୁହ ନା କାହିଁକି ମଦେ କିମ୍ବା ରକ୍ତ ଭୋଜନ କରିବ ନାହିଁ।
17 Estatuto perpétuo, pelas vossas gerações, em todas as vossas habitações, será isto: nenhuma gordura nem sangue algum comereis.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Levítico 3, comparar traduções ou montar um estudo — tudo direto pelo WhatsApp.