Levítico 6

Oriya Bible (GL_ORIYA) vs ACF

Sair da comparação
ACF Almeida Corrigida Fiel
1 ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,
1 Falou mais o SENHOR a Moisés, dizendo:
2 କହେି ଯଦି ପାପ କରି ସଦାପ୍ରଭୁଙ୍କ ବିରୁଦ୍ଧ ରେ ସତ୍ଯ ଲଙ୍ଘନ କରେ, ଅର୍ଥାତ୍ ଗଚ୍ଛିତ ବା ହସ୍ତ ରେ ସମର୍ପିତ, କିମ୍ବା ଅପହୃତ ଦ୍ରବ୍ଯ ବିଷଯ ରେ ଆପଣା ପ୍ରତିବେଶୀ ସହିତ ଅସତ୍ଯ ବ୍ଯବହାର କରେ, ଅଥବା ଆପଣା ପ୍ରତିବେଶୀ ପ୍ରତି ଅନ୍ଯାଯ କରେ।
2 Quando alguma pessoa pecar, e transgredir contra o Senhor, e negar ao seu próximo o que lhe deu em guarda, ou o que deixou na sua mão, ou o roubo, ou o que reteve violentamente ao seu próximo,
3 କିମ୍ବା ହଜାଇଥିବା ଦ୍ରବ୍ଯ ପାଇଁ ସହେି ବିଷଯ ରେ ଅସତ୍ଯ ବ୍ଯବହାର କରେ ଓ ମିଥ୍ଯା କରି ଶପଥ କରେ, ଏହି ପ୍ରକାର ଯେ କୌଣସି କର୍ମ ରେ ମନୁଷ୍ଯ ପାପ କରେ,
3 Ou que achou o perdido, e o negar com falso juramento, ou fizer alguma outra coisa de todas em que o homem costuma pecar;
4 ଏହି ଦୋଷଗୁଡିକ ମଧ୍ଯରୁ ଯେ କୌଣସି ଗୋଟିଏ କରେ ସେ ପାପୀ ବୋଲି ବିବଚେିତ ହୁଏ। ସେ ନିଶ୍ଚଯ ଫରୋଇଦବେ, ଯାହା କିଛି ସେ ଚୋରି କରିଛି କିମ୍ବା ଅନ୍ଯାଯ ଭାବରେ ଗ୍ରହଣ କରିଛି କିମ୍ବା ତାକୁ କିଛି ବିଶ୍ବାସ ରେ ଦିଆୟାଇଛି କିମ୍ବା କିଛି ଗୋଟେ ଅଧିକାର କରିଥିବା ଦ୍ରବ୍ଯ ଯାହାକି ହଜି ୟାଇଛି।
4 Será pois que, como pecou e tornou-se culpado, restituirá o que roubou, ou o que reteve violentamente, ou o depósito que lhe foi dado em guarda, ou o perdido que achou,
5 ସେ ଯେଉଁଥିପାଇଁ ଗୋଟିଏ ମିଥ୍ଯା ଶପଥ କରିଥିଲା, ତାହାର ଏକ ପଞ୍ଚମାଂଶ ଅର୍ଥଦଣ୍ଡ ସହିତ ସପୂର୍ଣ୍ଣ ଫରୋଇ ଦବୋ ଉଚିତ୍। ଏସବୁ ସେ କରିବ ଯେଉଁଦିନ ସେ ଦୋଷୀ ବୋଲି ସାବ୍ଯସ୍ତ ହବେଓ ସହେିଦିନ ସେ ଗ୍ରହିତାକୁ ସେ ଦ୍ରବ୍ଯ ଦବେ।
5 Ou tudo aquilo sobre que jurou falsamente; e o restituirá no seu todo, e ainda sobre isso acrescentará o quinto; àquele de quem é o dará no dia de sua expiação.
6 ପୁଣି ସେ ସଦାପ୍ରଭୁଙ୍କୁ ଉଦ୍ଦେଶ୍ଯ ରେ ତା'ର ଦୋଷାର୍ଥକ ନବୈେଦ୍ଯ ଉତ୍ସର୍ଗ କରିବ। ପୁଣି ନିରୂପିତ ମୂଲ୍ଯ ଅନୁସାରେ ପଲରୁ ଏକ ନିଖୁଣ ମଷେ ଦୋଷାର୍ଥକ ନବୈେଦ୍ଯ ରୂପେ ଯାଜକ ନିକଟକୁ ଆଣିବ।
6 E a sua expiação trará ao Senhor: um carneiro sem defeito do rebanho, conforme à tua estimação, para expiação da culpa trará ao sacerdote;
7 ତା'ପରେ ଯାଜକ ସଦାପ୍ରଭୁଙ୍କ ଛାମୁ ରେ ତାହା ନିମନ୍ତେ ପ୍ରାଯଶ୍ଚିତ କରିବ। ତେଣୁ ସେ ଯେଉଁ କର୍ମ ଯୋଗୁଁ ଦୋଷୀ ହାଇେଥିବ ସେଥିରୁ କ୍ଷମା ପ୍ରାପ୍ତ ହବେ।
7 E o sacerdote fará expiação por ela diante do Senhor, e será perdoada de qualquer das coisas que fez, tornando-se culpada.
8 ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,
8 Falou mais o Senhor a Moisés, dizendo:
9 ତୁମ୍ଭେ ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଏହି ଆଜ୍ଞା ଦିଅ, ଏହା ହାମବେଳିର ବ୍ଯବସ୍ଥା ଅଟେ, ହାମବେଳି ସମସ୍ତ ପ୍ରଭାତ ହବୋ ପର୍ୟ୍ଯନ୍ତ ୟଜ୍ଞବଦେୀର ଅଗ୍ନି ଉପରେ ରହିବ, ପୁଣି ଅଗ୍ନି ଜ୍ବଳନ୍ତ ରହିବା ଉଚିତ୍।
9 Dá ordem a Arão e a seus filhos, dizendo: Esta é a lei do holocausto; o holocausto será queimado sobre o altar toda a noite até pela manhã, e o fogo do altar arderá nele.
10 ଯାଜକ ଶଣ ପୋଷାକ ଓ ଜଙ୍ଘିଆ ପରିଧାନ କରିବା ଉଚିତ୍, ଆଉ ସେ ହାମବେଳିର ଭସ୍ମ ସଂଗ୍ରହ କରିବା ଉଚିତ୍ ଓ ୟଜ୍ଞବଦେୀ ପାଶର୍‌ବା ରେ ରଖିବା ଉଚିତ୍।
10 E o sacerdote vestirá a sua veste de linho, e vestirá as calças de linho, sobre a sua carne, e levantará a cinza, quando o fogo houver consumido o holocausto sobre o altar, e a porá junto ao altar.
11 ତା'ପରେ ଯାଜକ ଆପଣା ବସ୍ତ୍ର ବଦଳାଇ ଅନ୍ୟ ବସ୍ତ୍ର ପିନ୍ଧିବ। ସେ ସହେି ଭସ୍ମକୁ ଛାଉଣୀ ବାହା ରେ ଏକ ଶୁଚି ସ୍ଥାନକୁ ନଇୟିବେ।
11 Depois despirá as suas vestes, e vestirá outras vestes; e levará a cinza fora do arraial para um lugar limpo.
12 ମାତ୍ର ୟଜ୍ଞବଦେୀ ଉପରିସ୍ଥ ଅଗ୍ନି ସର୍ବାଦା ପ୍ରଜ୍ଜଳିତ ରହିବ। ତାହା କବେେ ନିର୍ବାପିତ ହବୋ ଉଚିତ୍ ନୁହେଁ। ଯାଜକ ପ୍ରତି ପ୍ରଭାତ ରେ ତା'ଉପରେ କାଠ ସଜାଇ ରଖିବ ଓ ସମାଗମ ନବୈେଦ୍ଯର ମଦେ ତା'ଉପରେ ଦଗ୍ଧ କରିବ।
12 O fogo que está sobre o altar arderá nele, não se apagará; mas o sacerdote acenderá lenha nele cada manhã, e sobre ele porá em ordem o holocausto e sobre ele queimará a gordura das ofertas pacíficas.
13 ୟଜ୍ଞବଦେୀ ଉପରେ ଅଗ୍ନି ସର୍ବଦା ଜ୍ବଳନ୍ତ ରହିବ, କଦାପି ନିର୍ବାପିତ ହବେ ନାହିଁ।
13 O fogo arderá continuamente sobre o altar; não se apagará.
14 ଏହା ହେଉଛି ଶସ୍ଯ ନବୈେଦ୍ଯର ବ୍ଯବସ୍ଥା। ହାରୋଣର ପୁତ୍ରଗଣ ୟଜ୍ଞବଦେୀ ସମ୍ମୁଖ ରେ ସଦାପ୍ରଭୁଙ୍କ ଛାମୁକୁ ଶସ୍ଯ ଆଣିବେ।
14 E esta é a lei da oferta de alimentos: os filhos de Arão a oferecerão perante o Senhor diante do altar.
15 ଯାଜକ ସହେି ଶସ୍ଯ ନବୈେଦ୍ଯରୁ ମୁଠାଏ ସରୁ ମଇଦା, କିଛି ତୈଳ ଓ ନବୈେଦ୍ଯ ଉପରିସ୍ଥ ସମସ୍ତ ଲୋବାନ ନଇେ ୟଜ୍ଞବଦେୀ ରେ ଦଗ୍ଧ କରିବ। ଏହା ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥେ ସ୍ମରଣାର୍ଥକ ନବୈେଦ୍ଯ ହବେ।
15 E dela tomará um punhado da flor de farinha, da oferta e do seu azeite, e todo o incenso que estiver sobre a oferta de alimentos; então o acenderá sobre o altar, cheiro suave é isso, por ser memorial ao Senhor.
16 ପୁଣି ହାରୋଣ ଓ ତାହାର ପୁତ୍ରଗଣ ତହିଁର ଅବଶିଷ୍ଟାଂଶ ଭୋଜନ କରିବେ। ସମାନେେ ସମାଗମ ତମ୍ବୁର ପା୍ରଙ୍ଗଣ ଭିତ ରେ କୌଣସି ଏକ ପବିତ୍ର ସ୍ଥାନ ରେ ତାଡି ବିନା ତାକୁ ଭକ୍ଷଣ କରିବେ।
16 E o restante dela comerão Arão e seus filhos; ázimo se comerá no lugar santo, no pátio da tenda da congregação o comerão.
17 ଶସ୍ଯ ନବୈେଦ୍ଯ ବିନା ତାଡି ରେ ପାକ କରାୟିବ। ମାେତେ ଦିଆୟାଇଥିବା ଉପହାରରୁ କିଛି ଅଂଶ ଯାଜକମାନଙ୍କୁ ଦଇେଅଛି। ତାହା ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ତୁଲ୍ଯ ମହାପବିତ୍ର ରୂପେ ବ୍ଯବହାର କରାୟିବା ଉଚିତ୍।
17 Levedado não se cozerá; sua porção é que lhes dei das minhas ofertas queimadas; coisa santíssima é, como a expiação do pecado e como a expiação da culpa.
18 ହାରୋଣଙ୍କ ସନ୍ତାନଗଣଙ୍କ ମଧ୍ଯରୁ ପ୍ରେତ୍ୟକକ ପୁରୁଷ ତାହା ଭୋଜନ କରିବ। ପୁରୁଷାନୁକ୍ରମେ ସଦାପ୍ରଭୁଙ୍କ ନବୈେଦ୍ଯ ସମାନେେ ଗ୍ରହଣ କରିବେ ଏକ ବିଧି ହବେ। ଯାହା କିଛି ଜିନିଷଗୁଡିକ ଏହାକୁ ସ୍ପର୍ଶ କରିବ ପବିତ୍ର ହବେ।
18 Todo o homem entre os filhos de Arão comerá dela; estatuto perpétuo será para as vossas gerações das ofertas queimadas do Senhor; todo o que as tocar será santo.
19 ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,
19 Falou mais o Senhor a Moisés, dizendo:
20 ଏହି ନବୈେଦ୍ଯ ହାରୋଣ ଓ ତାଙ୍କର ପୁତ୍ରଗଣ ସଦାପ୍ରଭୁଙ୍କୁ ସମାନଙ୍କେର ଅଭିଷକେ ଦିନ ରେ ଉତ୍ସର୍ଗ କରିବା ଉଚିତ୍। ସମାନେେ ପ୍ରତିଦିନ ଶସ୍ଯ ନବୈେଦ୍ଯ ନିମନ୍ତେ ଐଫାର ଦଶମାଂଶ ସରୁ ମଇଦା ନଇେ ଅର୍ଦ୍ଧକେ ପ୍ରଭାତ ରେ ଓ ଅର୍ଦ୍ଧକେ ସନ୍ଧ୍ଯା କାଳ ରେ ଉତ୍ସର୍ଗ କରିବେ।
20 Esta é a oferta de Arão e de seus filhos, a qual oferecerão ao Senhor no dia em que ele for ungido; a décima parte de um efa de flor de farinha pela oferta de alimentos contínua; a metade dela pela manhã, e a outra metade à tarde.
21 ପଲମ ରେ ତାହା ତୈଳ ମିଶ୍ରିତ ହାଇେ ପ୍ରସ୍ତୁତ କରାୟିବ। ପାକ ହେଲେ ତୁମ୍ଭେ ତାକୁ ଭିତରକୁ ଆଣିବ, ସହେି ନବୈେଦ୍ଯର ଖଣ୍ଡ ଖଣ୍ଡ ପକ୍ବାନ୍ନ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଉତ୍ସର୍ଗ କରାୟିବ। ସହେି ଆଘ୍ରାଣ ତାଙ୍କର ତୁଷ୍ଟିଜନକ ହବେ।
21 Numa caçoula se fará com azeite; cozida a trarás; e os pedaços cozidos da oferta oferecerás em cheiro suave ao Senhor.
22 ହାରୋଣଙ୍କ ପରେ ତାଙ୍କର ଭବିଷ୍ଯତ ବଂଶଧରମାନଙ୍କ ମଧ୍ଯରୁ ଯେ ତାଙ୍କ ପଦ ରେ ଅଭିଷିକ୍ତ ଯାଜକ ହବେ, ସେ ଶସ୍ଯ ନବୈେଦ୍ଯ ଉତ୍ସର୍ଗ କରିବା ଉଚିତ୍। ଏହା ସମ୍ପୂର୍ଣ୍ଣ ଭାବରେ ଦଗ୍ଧ କରାୟିବା ଉଚିତ୍। ଏହା ସଦାପ୍ରଭୁଙ୍କର ଅଟେ। ଏହି ପ୍ରକା ରେ ତାହା ସଦାସର୍ବଦା କରାୟିବା ଉଚିତ୍।
22 Também o sacerdote, que de entre seus filhos for ungido em seu lugar, fará o mesmo; por estatuto perpétuo será ela toda queimada ao Senhor.
23 ପୁଣି ଯାଜକର ପ୍ରେତ୍ୟକକ ଶସ୍ଯ ନବୈେଦ୍ଯ ସମ୍ପୂର୍ଣ୍ଣ ଦଗ୍ଧ ହବେ, ତାହା ଭୋଜନ କରାୟିବ ନାହିଁ।
23 Assim toda a oferta do sacerdote será totalmente queimada; não se comerá.
24 ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,
24 Falou mais o Senhor a Moisés, dizendo:
25 ହାରୋଣ ଓ ତାଙ୍କ ପୁତ୍ରଗଣଙ୍କୁ କୁହ, ପାପରୁ ମୁକ୍ତି ପାଇବା ପାଇଁ ଏହା ହେଉଛି ପଶୁବଳି ଉତ୍ସର୍ଗ କରିବାର ବ୍ଯବସ୍ଥା। ଯେଉଁ ସ୍ଥାନ ରେ ହାମବେଳି ଉତ୍ସର୍ଗ କରାୟାଏ, ସହେି ସ୍ଥାନ ରେ ସଦାପ୍ରଭୁଙ୍କ ସମ୍ମୁଖ ରେ ପାପମାଚେନ ପାଇଁ ପଶୁ ଉତ୍ସର୍ଗ କରାୟିବ। ଏହା ମହାପବିତ୍ର ଅଟେ।
25 Fala a Arão e a seus filhos, dizendo: Esta é a lei da expiação do pecado; no lugar onde se degola o holocausto se degolará a expiação do pecado perante o Senhor; coisa santíssima é.
26 ଯେଉଁ ଯାଜକ ପାପମାଚେନ ପଶୁବଳି ଉତ୍ସର୍ଗ କରିବ, ସେ ତାହା ଭୋଜନ କରିବ, କିନ୍ତୁ ସେ ସମାଗମ ତମ୍ବୁ ପ୍ରାଙ୍ଗଣର ଭିତ ରେ କୌଣସି ଏକ ପବିତ୍ର ସ୍ଥାନ ରେ ତାହା ଭକ୍ଷଣ କରିବ।
26 O sacerdote que a oferecer pelo pecado a comerá; no lugar santo se comerá, no pátio da tenda da congregação.
27 ଯେ କହେି ପାପାର୍ଥକ ବଳିର ମାଂସକୁ ସ୍ପର୍ଶ କରିବ, ସେ ପବିତ୍ର ହବେ,
27 Tudo o que tocar a carne da oferta será santo; se o seu sangue for espargido sobre as vestes de alguém, lavarás em lugar santo aquilo sobre o que caiu.
28 ଯଦି ତାହା ମାଟିପାତ୍ର ରେ ପାକ କରାୟାଏ ତବେେ ତାହା ଭଙ୍ଗା ୟିବ, ଯବେେ ପିତ୍ତଳ ପାତ୍ର ରେ ତାହା ପାକ ହୁଏ ତବେେ ତାହା ମଜା ୟିବ ଓ ଜଳ ରେ ପରିଷ୍କୃତ ହବେ।
28 E o vaso de barro em que for cozida será quebrado; porém, se for cozida num vaso de cobre, esfregar-se-á e lavar-se-á na água.
29 ଯାଜକ ପରିବାରରୁ ଯେ କୌଣସି ପୁରୁଷ ତାହା ଭୋଜନ କରିବେ। ତାହା ଅତି ପବିତ୍ର ଅଟେ।
29 Todo o homem entre os sacerdotes a comerá; coisa santíssima é.
30 ମାତ୍ର ପବିତ୍ର ସ୍ଥାନ ରେ ପ୍ରାଯଶ୍ଚିତ କରିବା ନିମନ୍ତେ ଯଦି କୌଣସି ପାପାର୍ଥକ ବଳିର ରକ୍ତ ସମାଗମ ତମ୍ବୁ ଭିତରକୁ ଅଣାୟାଏ, ତବେେ ସହେି ପାପାର୍ଥକ ବଳି ନିଶ୍ଚଯ ଭୋଜନ କରାୟିବା ଉଚିତ୍ ନୁହେଁ। ତାହା ସମ୍ପୁର୍ଣ୍ଣରୂପେ ଅଗ୍ନି ରେ ଦଗ୍ଧ କରାୟିବା ଉଚିତ୍।
30 Porém, não se comerá nenhuma oferta pelo pecado, cujo sangue se traz à tenda da congregação, para expiar no santuário; no fogo será queimada.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Levítico 6, comparar traduções ou montar um estudo — tudo direto pelo WhatsApp.