Levítico 7

Oriya Bible (GL_ORIYA) vs NVI

Sair da comparação
NVI Nova Versão Internacional
1 ଏହିସବୁ ଦୋଷାର୍ଥକ ବଳିର ବିଧି ଅଟେ। ତାହା ମହାପବିତ୍ର।
1 "Esta é a regulamentação da oferta pela culpa, que é oferta santíssima:
2 ଯେଉଁ ସ୍ଥାନ ରେ ଯାଜକ ହାମବେଳି ବଧ କରନ୍ତି, ସହେି ସ୍ଥାନ ରେ ସମାନେେ ଦୋଷାର୍ଥକ ବଳି ବଧ କରିବେ। ତା'ପରେ ଯାଜକ ସହେି ବଳିର ରକ୍ତ ନଇେ ୟଜ୍ଞବଦେୀ ଚାରିପାଖ ରେ ଛିଞ୍ଚିବ।
2 O animal da oferta pela culpa será morto no local onde são sacrificados os holocaustos, e seu sangue será derramado nos lados do altar.
3 ଆଉ ସେ ଯାଜକ ତାହାର ସମସ୍ତ ମଦେ ଅର୍ଥାତ୍ ଲାଙ୍ଗୁଳର ମଦେ ଓ ଅନ୍ତାଚ୍ଛାଦକ ମଦେ ଦୋଷାର୍ଥକ ବଳିରୂପେ ଉତ୍ସର୍ଗ କରିବ।
3 Toda a sua gordura será oferecida: a parte gorda da cauda e a gordura que cobre as vísceras,
4 ଆଉ ସେ ଯାଜକ ଦୁଇ ଗୁରୁଦା ଓ ମଦେ ଉପରିସ୍ଥିତ ଓ ପାଶର୍‌ବସ୍ଥ ମଦରେ ପଛ ମାଂସପେଶୀର ନିମ୍ନଭାଗ ଓ ମଦରେ ଆଚ୍ଛାଦିତ ୟକୃତ ନଇେ ଉତ୍ସର୍ଗ କରିବା ଉଚିତ୍। ସେ ଏହା ଗୁରୁଦା ସହିତ ନିଶ୍ଚଯ ବାହର କରିବ।
4 os dois rins com a gordura que os cobre e que está perto dos lombos, e o lóbulo do fígado, que será removido juntamente com os rins.
5 ପୁଣି ଯାଜକ ସଦାପ୍ରଭୁଙ୍କୁ ଉପହାର ସ୍ବରୂପ ଏହିସବୁ ନଇେ ୟଜ୍ଞବଦେୀ ଉପରେ ଦଗ୍ଧ କରିବ, ଏହା ହେଉଛି ଦୋଷାର୍ଥକ ବଳି।
5 O sacerdote os queimará no altar como oferta dedicada ao Senhor, preparada no fogo. É oferta pela culpa.
6 ଯାଜକ ପରିବାର ମଧ୍ଯରୁ ଯେକୌଣସି ପୁରୁଷ ଏହି ଦୋଷାର୍ଥକ ବଳି ଭୋଜନ କରିପାରିବେ। ଏହା ମହାପବିତ୍ର, ତେଣୁ କୌଣସି ପବିତ୍ର ସ୍ଥାନ ରେ ତାହା ଭୋଜନ କରାୟିବ।
6 Somente os homens da família dos sacerdotes poderão comê-la, mas deve ser comida em lugar sagrado; é oferta santíssima.
7 ପାପାର୍ଥକ ବଳି ଯେଉଁପରି, ଦୋଷାର୍ଥକ ବଳି ମଧ୍ଯ ସହେିପରି। ଯେଉଁ ଯାଜକ ସହେି ପ୍ରାଯଶ୍ଚିତ କରେ, ତାହା ତାଙ୍କର ହବେ। ଦୁଇଟିର ବ୍ଯବସ୍ଥା ଏକ।
7 "A mesma regulamentação aplica-se tanto à oferta pelo pecado quanto à oferta pela culpa: a carne pertence ao sacerdote que faz propiciação pela culpa.
8 ପୁଣି ଯାଜକ ଯେଉଁ ଲୋକର ହାମବେଳି ଉତ୍ସର୍ଗ କରେ, ତା'ର ସହେି ଉତ୍ସର୍ଗୀକୃତ ହାମବେଳିର ଚର୍ମ ସହେି ଯାଜକ ନିଜେ ନବେ।
8 O sacerdote que oferecer um holocausto por alguém ficará com o couro do animal.
9 ପ୍ରେତ୍ୟକକ ଶସ୍ଯ ନବୈେଦ୍ଯ ଯାହା ତୁନ୍ଦୁର ରେ ବା କରଇେ ରେ ପକ୍ବ କରାୟାଏ, ସେସବୁ ଉତ୍ସର୍ଗକାରୀ ଯାଜକର ହବେ।
9 Toda oferta de cereal, assada num forno ou cozida numa panela ou numa assadeira, pertence ao sacerdote que a oferecer,
10 ସମସ୍ତ ଶସ୍ଯ ନବୈେଦ୍ଯ ହାରୋଣଙ୍କ ପୁତ୍ରମାନଙ୍କର। ତାହା ତୈଳ ମିଶ୍ରିତ ହେଉ ବା ଶୁଷ୍କ ହେଉ, ସେଥି ରେ କିଛି ପ୍ରଭଦେ ରହିବ ନାହିଁ। ସହେି ନବୈେଦ୍ଯ ହାରୋଣଙ୍କ ପୁତ୍ରଗଣଙ୍କ ମଧିଅରେ ବଣ୍ଟାୟିବ।
10 e toda oferta de cereal, amassada com óleo ou não, pertence igualmente aos descendentes de Arão.
11 ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବା ପାଇଁ ନିମ୍ନ ବ୍ଯବସ୍ଥା ଅଟେ।
11 "Esta é a regulamentação da oferta de comunhão que pode ser apresentada ao Senhor:
12 କହେି ଯବେେ ସଦାପ୍ରଭୁଙ୍କୁ ପ୍ରଶଂସା କରିବାକୁ ମଙ୍ଗଳାର୍ଥକ ବଳି ଆଣେ, ତବେେ ସେ ତଲେ ରେ ଛଣା ହାଇେଥିବା ମଙ୍ଗଳାର୍ଥକ ବଳି ସହିତ ତାଡିଶୂନ୍ଯ ରୋଟୀ, ତୈଳୟୁକ୍ତ ଚାଡିଶୂନ୍ଯ ଚକୁଳି ଓ ସରୁ ମଇଦାର ତୈଳମିଶ୍ରିତ ପକ୍ବପିଠା ଉତ୍ସର୍ଗ କରିବ।
12 "Se alguém a fizer por gratidão, então, junto com sua oferta de gratidão, terá que oferecer bolos sem fermento e amassados com óleo, pães finos sem fermento e untados com óleo, e bolos da melhor farinha bem amassados e misturados com óleo.
13 ମଙ୍ଗଳାର୍ଥକ ବଳିର ଅର୍ଥ ଜଣେ ବ୍ଯକ୍ତି ସଦାପ୍ରଭୁଙ୍କୁ ଧନ୍ଯବାଦ ପ୍ରକାଶ କରିବା ଓ ପ୍ରଶଂସାର ସହିତ ଅର୍ପଣ କରୁଥିବା ବଳି। ଏହି ଉପହାର ସହିତ ସେ ତାଡିୟୁକ୍ତ ପିଠା ମଧ୍ଯ ଆଣିବା ଉଚିତ୍।
13 Juntamente com sua oferta de comunhão por gratidão, apresentará uma oferta que inclua bolos com fermento.
14 ସେ ସଦାପ୍ରଭୁଙ୍କୁ ଉତ୍ସର୍ଗ କରୁଥିବା ଉପହାରରୁ ଗୋଟିଏ ପିଠା ନବେ। ଯେଉଁ ଯାଜକ ମଙ୍ଗଳାର୍ଥକ ବଳିର ରକ୍ତ ସିଞ୍ଚନ କରେ ପିଠାଟି ତାହାର ହବେ।
14 De cada oferta trará uma contribuição ao Senhor que será dada ao sacerdote que asperge o sangue das ofertas de comunhão.
15 ମଙ୍ଗଳାର୍ଥକ ବଳି ପ୍ରଭୁଙ୍କ ଧନ୍ଯବାଦର ବଳି ରୂପେ ଉତ୍ସର୍ଗ କରାୟାଏ। ସହେି ବଳିର ମାଂସ ସହେି ଉତ୍ସର୍ଗ ଦିନ ରେ ଭୋଜନ କରାୟିବ। ତହିଁରୁ କୌଣସି ମାଂସ ପରଦିନ ପ୍ରାତଃକାଳ ପର୍ୟ୍ଯନ୍ତ ରହିବ ନାହିଁ।
15 A carne da sua oferta de comunhão por gratidão será comida no dia em que for oferecida; nada poderá sobrar até o amanhecer.
16 ମାତ୍ର ଯଦି ସହେି ମଙ୍ଗଳାର୍ଥକ ବଳି ପ୍ରତିଜ୍ଞା ବା ସ୍ବେଚ୍ଛାଦତ୍ତ ଉପହାର ହୁଏ। ତବେେ ସେ ତାହାର ସହେି ବଳି ଉତ୍ସର୍ଗ କରିବା ଦିନ ହିଁ ତାହା ଭୋଜନ କରିବ। ପୁଣି ତହିଁରୁ ଯାହା ଅବଶିଷ୍ଟ ରହିବ ତାହା ପରଦିନ ପ୍ରାତଃକାଳ ରେ ଭୋଜନ କରିବ।
16 "Se, contudo, sua oferta for resultado de um voto ou for uma oferta voluntária, a carne do sacrifício será comida no dia em que for oferecida, e o que sobrar poderá ser comido no dia seguinte.
17 ମାତ୍ର ଯବେେ କୌଣସି ବଳି ମାଂସ ପୁଣି ରହିୟାଏ, ତବେେ ତାହା ତୃତୀୟ ଦିନ ରେ ଅଗ୍ନି ରେ ଦଗ୍ଧ କରିବ।
17 Mas a carne que sobrar do sacrifício até o terceiro dia será queimada no fogo.
18 ଯଦି ତୃତୀୟ ଦିନ ରେ ସହେି ମଙ୍ଗଳାର୍ଥକ ବଳିରୁ କିଛି ମାତ୍ର ଭୋଜନ କରାୟାଏ, ତବେେ ତାହା ଗ୍ରାହ୍ଯ ହବେ ନାହିଁକିମ୍ବା ତାହା ବଳିଦାନକାରୀ ପକ୍ଷ ରେ ଗଣାୟିବ ନାହିଁ। ତାହା ଘୃଣା ଯୋଗ୍ଯ ହବେ, ଆଉ ଯେଉଁ ବ୍ଯକ୍ତି ତାହା ଭୋଜନ କରିବ ସେ ନିଜର ଅପରାଧ ବହନ କରିବ।
18 Se a carne da oferta de comunhão for comida ao terceiro dia, ela não será aceita. A oferta não será atribuída àquele que a ofereceu, pois a carne estará estragada; e quem dela comer sofrerá as conseqüências da sua iniqüidade.
19 ଆଉ ଯଦି ତାହା କୌଣସି ଅଶୁଚି ବସ୍ତୁ ସଂସ୍ପର୍ଶ ରେ ଆସିଥାଏ, ତବେେ ତାହା ଭୋଜନ କରାୟିବା ଉଚିତ୍ ନୁହେଁ। ତାହା ଅଗ୍ନି ରେ ଦଗ୍ଧ କରାୟିବା ଉଚିତ୍। ଯେକୌଣସି ଶୁଚିମନ୍ତ ଲୋକ ସହେି ମଙ୍ଗଳାର୍ଥକ ବଳିରୁ ମାଂସ ଭୋଜନ କରିପାରିବ।
19 "A carne que tocar em qualquer coisa impura não será comida; será queimada no fogo. A carne do sacrifício, porém, poderá ser comida por quem estiver puro.
20 ମାତ୍ର ଯଦି କୌଣସି ଅଶୁଚି ବ୍ଯକ୍ତି ସଦାପ୍ରଭୁଙ୍କ ମଙ୍ଗଳାର୍ଥକ ବଳି ଭୋଜନ କରେ ତବେେ ସେ ନିଜେ ଲୋକମାନଙ୍କଠାରୁ ଅଲଗା ରହିବ।
20 Mas se alguém que está impuro comer da carne da oferta de comunhão que pertence ao Senhor, será eliminado do meio do seu povo.
21 ଯଦି କୌଣସି ବ୍ଯକ୍ତି ଅଶୁଚି ବସ୍ତୁ କିମ୍ବା ଅଶୁଚି ପ୍ରାଣୀ କିମ୍ବା କୌଣସି ଘୃଣା ଯୋଗ୍ଯ ଅଶୁଚି ବସ୍ତୁ ସ୍ପର୍ଶ କରେ ତବେେ ସେ ଅପବିତ୍ର ହୁଏ ଓ ଯଦି ସେ ସଦାପ୍ରଭୁଙ୍କ ସମ୍ବନ୍ଧୀଯ ମଙ୍ଗଳାର୍ଥକ ବଳିର ମାଂସ ଭୋଜନ କରେ ତବେେ ସହେି ବ୍ଯକ୍ତି ଆପଣା ଲୋକମାନଙ୍କଠାରୁ ପୃଥକ୍ ରହିବ।
21 Se alguém tocar em alguma coisa impura, seja impureza humana, seja de animal, seja qualquer outra coisa impura e proibida, e comer da carne da oferta de comunhão que pertence ao Senhor, será eliminado do meio do seu povo. "
22 ଆଉ ସଦାପ୍ରଭୁ ମାଶାଙ୍କେୁ କହିଲେ,
22 E disse o Senhor a Moisés:
23 ଇଶ୍ରାୟେଲର ଲୋକମାନଙ୍କୁ କୁହ, ଗାଇ କି ମଷେ କି ଛାଗର ମଦେ ଭୋଜନ ନ କରିବା ପାଇଁ।
23 "Diga aos israelitas: Não comam gordura alguma de boi, carneiro ou cabrito.
24 ସମାନଙ୍କେୁ ମଧ୍ଯ କୁହ ଯେ, ସମାନେେ ଗୋଟିଏ ପଶୁର ସ୍ବାଭାବିକ ମୃତ୍ଯୁ ହେଉ କିମ୍ବା ଯାହାର ଅନ୍ୟ ପଶୁ ଦ୍ବାରା ବିଦୀର୍ଣ୍ଣ ହାଇେ ମୃତ୍ଯୁ ହାଇେଥିଲା ଖାଇବା ଉଚିତ୍ ନୁହଁ। ସହେି ମଦେ ଅନ୍ୟ କୌଣସି କାର୍ୟ୍ଯ ରେ ବ୍ଯବହାର କରାୟାଇପା ରେ, ମାତ୍ର ସମାନେେ ତାହା ଭୋଜନ କରିବା ଉଚିତ୍ ନୁହେଁ।
24 A gordura de um animal encontrado morto ou despedaçado por animais selvagens pode ser usada para qualquer outra finalidade, mas nunca poderá ser comida.
25 ଯଦି କୌଣସି ବ୍ଯକ୍ତି ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଉତ୍ସର୍ଗୀକୃତ ପଶୁର ମଦେ ଭକ୍ଷଣ କରେ। ତବେେ ସହେି ଭୋଜନକାରୀ ଆପଣା ଲୋକମାନଙ୍କଠାରୁ ପୃଥକ୍ ରହିବା ଉଚିତ୍।
25 Quem comer a gordura de um animal, dedicado ao Senhor numa oferta preparada no fogo, será eliminado do meio do seu povo.
26 ତୁମ୍ଭମାନେେ ଯେଉଁଠା ରେ ବାସ କରନା କାହିଁକି ତୁମ୍ଭମାନେ କୌଣସି ପଶୁ କିମ୍ବା ପକ୍ଷୀର ରକ୍ତ ଭୋଜନ କରିବ ନାହିଁ।
26 Onde quer que vocês vivam, não comam o sangue de nenhuma ave nem de animal.
27 ଯଦି କୌଣସି ବ୍ଯକ୍ତି ସେ ରକ୍ତ ଭୋଜନ କରେ ତବେେ ସେ ନିଜ ଲୋକମାନଙ୍କଠାରୁ ଅଲଗା ରହିବ।
27 Quem comer sangue será eliminado do meio do seu povo".
28 ପୁଣି ସଦାପ୍ରଭୁ ମାଶାଙ୍କେୁ କହିଲେ,
28 Disse mais o Senhor a Moisés:
29 ଇଶ୍ରାୟେଲ ସନ୍ତାନଗଣଙ୍କୁ କୁହ, ଯେ କହେି ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରେ, ସେ ଆପଣା ସମାଗମ ବଳିରୁ ସଦାପ୍ରଭୁଙ୍କ ନିକଟକୁ ଆପଣା ନବୈେଦ୍ଯ ଆଣିବ।
29 "Diga aos israelitas: Todo aquele que trouxer sacrifício de comunhão ao Senhor terá que dedicar parte dele ao Senhor.
30 ତା'ର ନିଜ ହସ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଦୋଳନୀଯ ନବୈେଦ୍ଯ ଆଣିବ। ସେ ବକ୍ଷ ଏବଂ ମଦେ ଆଣି ଯାଜକକୁ ଦବୋ ଉଚିତ୍। ସହେି ବକ୍ଷ ତା'ର ଆଗ ରେ ଉଠାୟାଇ ସଦାପ୍ରଭୁଙ୍କୁ ଉପହାର ଦିଆୟିବ।
30 Com suas próprias mãos trará ao Senhor as ofertas preparadas no fogo; trará a gordura juntamente com o peito, e o moverá perante o Senhor como gesto ritual de apresentação.
31 ତା'ପରେ ଯାଜକ ୟଜ୍ଞବଦେୀ ଉପରେ ସହେି ମଦକେୁ ଦଗ୍ଧ କରିବା ଉଚିତ୍। ମାତ୍ର ବକ୍ଷ ହାରୋଣ ଓ ତା'ର ପୁତ୍ରମାନଙ୍କର ହବେ।
31 O sacerdote queimará a gordura no altar, mas o peito pertence a Arão e a seus descendentes.
32 ତୁମ୍ଭମାନେେ ନିଜ ନିଜ ମଙ୍ଗଳାର୍ଥକ ବଳିରୁ ଡାହାଣ ଚଟୁଆ ଯାଜକକୁ ଦବେ।
32 Vocês deverão dar a coxa direita das ofertas de comunhão ao sacerdote como contribuição.
33 ହାରୋଣଙ୍କ ପୁତ୍ରମାନଙ୍କ ମଧ୍ଯରୁ ୟିଏ କହେି ମଦେ ଓ ରକ୍ତ ମଙ୍ଗଳାର୍ଥକ ବଳି କରେ, ସେ ଆପଣା ଅଂଶ ରୂପେ ଡାହାଣ ଚଟୁଆ ପାଇବ।
33 O descendente de Arão que oferecer o sangue e a gordura da oferta de comunhão receberá a coxa direita como porção.
34 ମୁଁ (ସଦାପ୍ରଭୁ) ଇଶ୍ରାୟେଲ ସନ୍ତାନଗଣର ମଙ୍ଗଳାର୍ଥକ ନବୈେଦ୍ଯରୁ ବକ୍ଷ ଓ ଚଟୁଆ ନଇେ ଚିରକାଳ ଦଯେ ରୂପେ ସେସବୁ ଯାଜକ ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଦଇେଅଛି।
34 Das ofertas de comunhão dos israelitas, tomei o peito que é movido ritualmente e a coxa que é ofertada, e os dei ao sacerdote Arão e a seus descendentes por decreto perpétuo para os israelitas".
35 ସମାନେେ ସଦାପ୍ରଭୁଙ୍କର ଯାଜକରୂପେ ସବୋ କରିବାକୁ ଉପସ୍ଥିତ ହେଲାପରେ, ସଦାପ୍ରଭୁଙ୍କ ଉପହାରରୁ ଏହି ଅଂଶ ହାରୋଣ ଓ ତାଙ୍କର ପୁତ୍ରମାନଙ୍କୁ ଦିଆଗଲା।
35 Essa é a parte das ofertas dedicadas ao Senhor, preparadas no fogo, designada a Arão e a seus filhos no dia em que foram apresentados para servirem ao Senhor como sacerdotes.
36 ସମାନେେ ଅଭିଷିକ୍ତ ହେଲାପରେ ସଦାପ୍ରଭୁ ଏହା ସମାନଙ୍କେୁ ଦବୋପାଇଁ ଇଶ୍ରାୟେଲ ଲୋକମାନଙ୍କୁ ଆଦେଶ ଦେଲେ। ପୁରୁଷାନୁକ୍ରମ ରେ ତାହା ସମାନଙ୍କେର ଅଂଶ ହବେ।
36 Foi isso que o Senhor ordenou dar a eles, no dia em que foram ungidos dentre os israelitas. É um decreto perpétuo para as suas gerações.
37 ହାମବେଳି, ଶସ୍ଯ ନବୈେଦ୍ଯ, ପାପାର୍ଥକ ବଳି, ଦୋଷାର୍ଥକ ବଳି, ମଙ୍ଗଳାର୍ଥକ ବଳି ଓ ପଦ ନି ଯୋଗର୍ଥକ ବିଷଯ ରେ ଏହିସବୁ ବ୍ଯବସ୍ଥା ଅଛି।
37 Essa é a regulamentação acerca do holocausto, da oferta de cereal, da oferta pelo pecado, da oferta pela culpa, da oferta de ordenação e da oferta de comunhão.
38 ସଦାପ୍ରଭୁ ଯେଉଁ ଦିନ ସୀନଯ ପର୍ବତ ରେ ମାଶାଙ୍କେୁ ଆଦେଶ ଦେଲେ ସହେିଦିନ ଇଶ୍ରାୟେଲ ସନ୍ତାନଗଣଙ୍କୁ ସୀନଯ ପ୍ରାନ୍ତରସ୍ଥିତ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଆପଣା ଆପଣା ଉପହାର ଦବୋକୁ ଆଜ୍ଞା କଲେ।
38 O Senhor entregou-a a Moisés no monte Sinai, no dia em que ordenou aos israelitas que trouxessem suas ofertas ao Senhor, no deserto do Sinai.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Levítico 7, comparar traduções ou montar um estudo — tudo direto pelo WhatsApp.