Marcos 13
Oriya Bible (GL_ORIYA) vs NAA
1 ଯୀଶୁ ମନ୍ଦିର ମଧ୍ଯରୁ ବାହାରି ଯାଉଥିବା ସମୟରେ ତାହାଙ୍କର ଜଣେ ଶିଷ୍ଯ ତାହାଙ୍କୁ କହିଲା, ଗୁରୁ, ଦେଖନ୍ତୁ, ଏ ମନ୍ଦିରର ସୁନ୍ଦର ଭବନଗୁଡିକ ଓ ତାର ବିଶାଳ ପଥରଗୁଡିକ କେତେ ସୁନ୍ଦର ହାଇେଛି।
1 Quando Jesus estava saindo do templo, um dos seus discípulos lhe disse: — Mestre! Que pedras, que construções!
2 ଯୀଶୁ କହିଲେ, ତୁମ୍ଭେ ଏହି ବିଶାଳ ଭବନଗୁଡୁକ ଦେଖୁଛ? ଏହି ସମସ୍ତ ଭବନ ଧ୍ବସଂ ପାଇୟିବ। ସବୁତକ ପଥର ଭୂମି ଉପରେ ଓଜାଡି ହାଇେ ପଡିବ। ଗୋଟିଏ ହେଲେ ପଥର ଅନ୍ୟ ପଥର ଉପରେ ରହି ପାରିବନାହିଁ।
2 Mas Jesus respondeu:
3 ପରେ ଯୀଶୁ ମନ୍ଦିର ସାମନା ରେ ଥିବା ଜୀତ ପର୍ବତ ଉପରେ ବସିଥିଲେ। ତାହାଙ୍କ ସହିତ ପିତର, ଯାକୁବ, ଯୋହନ ଓ ଆନ୍ଦ୍ରିୟ ଥିଲେ। ସମାନେେ ଯୀଶୁଙ୍କୁ ବ୍ଯକ୍ତିଗତଭାବେ ପଚାରିଲେ,
3 Jesus estava sentado no monte das Oliveiras, diante do templo, quando Pedro, Tiago, João e André lhe perguntaram em particular:
4 ଏ ସବୁ କବେେ ଘଟିବ, ଆମ୍ଭକୁ କୁହ? ଏ ସବୁ ଘଟିବା ସମୟ ହାଇଗେଲା ବୋଲି, କ'ଣ କ'ଣ ଚିହ୍ନ ମାନ ଦଖାେ ୟିବ?
4 — Diga-nos quando essas coisas vão acontecer e que sinal haverá quando todas elas estiverem para se cumprir.
5 ଯୀଶୁ ଶିଷ୍ଯମାନଙ୍କୁ କହିଲେ, ସାବଧାନ! ତୁମ୍ଭକୁ କହେି ଯେପରି ପ୍ରତାରଣା କରି ନପା ରେ।
5 Então Jesus começou a dizer-lhes:
6 ଅନକେ ଲୋକ ଆସିବେ ଏବଂ ସମାନେେ ମାରେ ନାମ ବ୍ଯବହାର କରିବେ। ସମାନେେ ଦାବି କହିବେ, 'ମୁଁ ସହେି'। ସମାନେେ ବହୁତ ଲୋକଙ୍କୁ ପ୍ରତାରଣା କରିବେ।
6 Muitos virão em meu nome, dizendo: “Sou eu”; e enganarão a muitos.
7 ତୁମ୍ଭେ ୟୁଦ୍ଧ ବିଷୟ ରେ କିମ୍ବା ୟୁଦ୍ଧ ଚାଲିଥିବା ବିଷୟ ରେ ଉଡା ଖବର ଶୁଣି ଭୟଭୀତ ହାଇେ ୟିବନାହିଁ। ଅନ୍ତିମକାଳ ଆସିବା ପୂର୍ବରୁ ଏସବୁ ଘଟଣା ନିଶ୍ଚୟ ଘଟିବ।
7 Quando vocês ouvirem falar de guerras e rumores de guerras, não se assustem; é necessário que isso aconteça, mas ainda não é o fim.
8 ଗୋଟିଏ ଜାତି ଅନ୍ୟ ଜାତି ବିରୋଧ ରେ, ଗୋଟିଏ ରାଜ୍ଯ ଅନ୍ୟ ରାଜ୍ଯ ବିରୋଧ ରେ ଲଢଇେ କରିବ। ବହୁତ ସ୍ଥାନ ରେ ଭୂମିକମ୍ପ ହବେ। ଲୋକଙ୍କୁ ଖାଇବାକୁ ମିଳିବନାହିଁ। ଏହା ସବୁ କୌଣସି ନୂତନ ଶିଶୁର ଜନ୍ମ ପୂର୍ବର ପ୍ରସବ ବଦନୋ ଭଳି।
8 Porque nação se levantará contra nação, e reino, contra reino. Haverá terremotos em vários lugares e também fomes. Essas coisas são o princípio das dores.
9 ତୁମ୍ଭମାନେେ ସତର୍କ ରହିବ। ଲୋକମାନେ ତୁମ୍ଭମାନଙ୍କୁ ବନ୍ଦୀ କରି ବିଚାରାଳୟ ରେ ସମର୍ପି ଦବେେ। ସମାନେେ ତୁମ୍ଭମାନଙ୍କୁ ସମାନଙ୍କେର ସମାଜଗୃହ ଗୁଡିକରେ ପିଟିବେ। ମାରେ ଶିଷ୍ଯ ହାଇେଥିବା ଯୋଗୁ ତୁମ୍ଭମାନଙ୍କୁ ଶାସକ ଓ ରାଜାମାନଙ୍କ ଆଗ ରେ ଠିଆ ହବୋକୁ ବାଧ୍ଯ କରାୟିବ। ତୁମ୍ଭମାନେେ ମାେ ବିଷୟ ରେ ପ୍ରମାଣ ଦବେ।
9 — Estejam de sobreaviso, porque as pessoas os entregarão aos tribunais e às sinagogas. Vocês serão açoitados e, por minha causa, serão levados à presença de governadores e reis, para lhes servir de testemunho.
10 କିନ୍ତୁ ଏସବୁ ଘଟଣା ଘଟିବା ପୂର୍ବରୁ ସବୁ ଜାତିର ଲୋକଙ୍କଠା ରେ ସୁସମାଚାର ପ୍ରକାଶ୍ଯ ରେ ପ୍ରଚାରିତ କରା ହବେ।
10 Mas é necessário que primeiro o evangelho seja pregado a todas as nações.
11 ସମାନେେ ତୁମ୍ଭମାନଙ୍କୁ ବନ୍ଦୀକରି ତୁମ୍ଭମାନଙ୍କୁ ଜରୋ କରିବେ। ସମାନେେ ତୁମ୍ଭମାନଙ୍କୁ ବିଚାର ପାଇଁ ଯଦି ନିଅନ୍ତି, ତବେେ ତୁମ୍ଭେ ସଠାେରେ କ'ଣ କହିବ, ସେ ବିଷୟ ରେ ଆଗରୁ କବେେ ହେଲେ ଚିନ୍ତା କର ନାହିଁ। ସେ ସମୟରେ ତୁମ୍ଭକୁ ପରମେଶ୍ବର ଯାହା କିଛି କହିବା ପାଇଁ ଦବେେ, ତୁମ୍ଭେ ତାହା କହିବ, କାରଣ ସେତବେେଳେ ପ୍ରକୃତ ରେ ତୁମ୍ଭେ କଥା କହିବ ନାହିଁ ମାତ୍ର ପବିତ୍ର ଆତ୍ମା କଥା କହିବେ।
11 — Quando, pois, levarem vocês para os entregar, não se preocupem com o que irão dizer, mas digam o que lhes for concedido naquela hora. Porque não são vocês que estão falando, mas o Espírito Santo.
12 ଭାଇ, ଭାଇକୁ ମରଣ ମୁହଁକୁ ଠଲେି ଦବେ। ବାପା ତା' ସନ୍ତାନକୁ ମରିବା ପାଇଁ ଦଇେ ଦବେ। ପିଲାମାନେ ବାପାମାଆଙ୍କ ବିରୁଦ୍ଧ ରେ ଠିଆ ହବେେ ଓ ସମାନଙ୍କେୁ ମାରି ଦବେେ।
12 Um irmão entregará à morte outro irmão, e o pai entregará o filho. Haverá filhos que se levantarão contra os seus pais e os matarão.
13 ତୁମ୍ଭମାନେେ ମାରେ ଶିଷ୍ଯ ହାଇେଥିବା ଯୋଗୁଁ ସମସ୍ତେ ତୁମ୍ଭମାନଙ୍କୁ ଘୃଣା କରିବେ। କିନ୍ତୁ ଯେଉଁ ଲୋକ ଶଷେ ପର୍ୟ୍ଯନ୍ତ ର୍ଧୈୟ୍ଯ ଧରି ଦୃଢ ହାଇେ ରହିବ, ସେ ରକ୍ଷା ପାଇବ।
13 Todos odiarão vocês por causa do meu nome; aquele, porém, que ficar firme até o fim, esse será salvo.
14 ତୁମ୍ଭମାନେେ, 'ଧ୍ବସଂ ଘଟାଉଥିବା ଭୟଙ୍କର ବସ୍ତୁକୁ' ଯେଉଁଠା ରେ ନ ରହିବା ଉଚିତ୍, ସହେି ସ୍ଥାନ ରେ ଥିବାର ଦେଖିବ। ଯେଉଁମାନେ ଏହା ପଢିବେ, ସମାନେେ ବୁଝିନବୋ ଉଚିତ୍ ଯେ ଏହାର ଅର୍ଥ କ'ଣ? ସେତବେେଳେ ୟିହୂଦାର ଲୋକମାନେ ପାହାଡ ଉପରକୁ ପଳଇବୋ ଉଚିତ।
14 — Quando, pois, vocês virem o abominável da desolação situado onde não deve estar (quem lê entenda), então os que estiverem na Judeia fujam para os montes.
15 ଯେଉଁ ଲୋକ ଘରର ଛାତ ଉପରେ ଥିବ, ସେ ଘର ଭିତରକୁ ଯାଇ କିଛି ହେଲେ ପାଇବାକୁ ତଳକୁ ନ ଆସିବା ଉଚିତ।
15 Quem estiver no terraço não desça nem entre para tirar de casa alguma coisa.
16 ଯଦି କହେି ବାହା ରେ ପଡିଆ ରେ ଥାଏ, ସେ ନିଜ ଚାଦର ଆଣିବା ପାଇଁ ଘରକୁ ଫରେି ନ ଯାଉ।
16 E quem estiver no campo não volte atrás para buscar a sua capa.
17 ସହେି ସମୟ ଗର୍ଭବତୀ ମହିଳା ଓ କୋଳ ରେ େଛାଟ ପିଲାଥିବା ମହିଳାମାନଙ୍କ ପାଇଁ ବହୁତ ଶୋଚନୀୟ ହବେ।
17 Ai das que estiverem grávidas e das que amamentarem naqueles dias!
18 ପ୍ରାର୍ଥନା କର, ଯେପରି ଏ ସବୁ ଶୀତ ଦିନ ରେ ନହୁଏ।
18 Orem para que isso não aconteça no inverno.
19 କାରଣ ସହେି ଦିନ ଗୁଡିକ ବିପଦ ରେ ପରିପୂର୍ଣ୍ଣ ରହିବ। ସେତବେେଳେ ଏତେ ବଡ ବିପଦ ମାଡି ଆସିବ ଯେ ସଭେଳି ବଡ ବିପଦ ପରମେଶ୍ବରଙ୍କ ସୃଷ୍ଟି ରଚନା କାଳରୁ ଆଜି ପର୍ୟ୍ଯନ୍ତ କବେେ ଆସି ନାହିଁ କି ଭବିଷ୍ଯତ ରେ କବେେ ଆସିବ ନାହିଁ।
19 Porque aqueles dias serão de tamanha tribulação, como nunca houve desde o princípio do mundo criado por Deus até agora e nunca jamais haverá.
20 ସହେି ଭୟଙ୍କର ସମୟକୁ କମଇେ ଦବୋ ପାଇଁ ପରମେଶ୍ବର ସ୍ଥିର କରିଛନ୍ତି। ଯଦି ସହେି ସମୟ କମଇେ ଦିଆ ନ ୟିବ, ତବେେ କହେି ବଞ୍ଚି ରହି ପାରିବେ ନାହିଁ। କିନ୍ତୁ ପରମେଶ୍ବର ଯେଉଁମାନଙ୍କୁ ବାଛିଛନ୍ତି, କବଳେ ସହେିମାନଙ୍କ ପାଇଁ ସହେି ସମୟ କମଇେ ଦବେେ।
20 Se o Senhor não tivesse abreviado aqueles dias, ninguém seria salvo. Mas, por causa dos eleitos que ele escolheu, Deus abreviou tais dias.
21 ସହେି ଦିନମାନଙ୍କ ରେ କେତକେ ଲୋକ ତୁମ୍ଭମାନଙ୍କୁ କହି ପାରନ୍ତି ଯେ, ' ଦେଖ ଏଠା ରେ ଯୀଶୁ ଅଛନ୍ତି'କିମ୍ବା ' ଦେଖ ସଠାେରେ ସେ ଅଛନ୍ତି'ା ତୁମ୍ଭେ କିନ୍ତୁ ସମାନଙ୍କେୁ ବିଶ୍ବାସ କରିବ ନାହିଁ।
21 Então, se alguém disser a vocês: “Olhem! Aqui está o Cristo!” ou: “Olhem! Ali está ele!”, não acreditem.
22 ଭଣ୍ଡ ଖ୍ରୀଷ୍ଟ ଓ ଭଣ୍ଡ ଭବିଷ୍ଯଦ୍ବକ୍ତାମାନେ ଦଖାେ ଦବେେ ସମାନେେ ଅଦ୍ଭୁତ କାମ ଓ ଆଶ୍ଚର୍ୟ୍ଯକାର୍ୟ୍ଯ କରିବେ। ସମ୍ଭବ ହେଲେ, ପରମେଶ୍ବର ବାଛିଥିବା ଲୋକମାନଙ୍କୁ ସମାନେେ ପ୍ରତାରଣା କରିବା ପାଇଁ ଚେଷ୍ଟା କରିବେ।
22 Porque surgirão falsos cristos e falsos profetas, operando sinais e prodígios, para enganar, se possível, os próprios eleitos.
23 ତେଣୁ ସାବଧାନ ରହିବ। ଏ ସବୁ ଘଟିବାର ୟଥେଷ୍ଟ ପୂର୍ବରୁ ମୁଁ ତୁମ୍ଭମାନଙ୍କୁ ଚତଇେେ ଦେଉଛି।
23 Estejam de sobreaviso; tudo isso tenho predito a vocês.
24 ସହେି ଦିନମାନଙ୍କ ରେ ଏହି ବଡ ବିପଦର ସମୟ ଚାଲି ଗଲାପରେ
24 — Mas, naqueles dias, após a referida tribulação, o sol escurecerá, a lua não dará a sua claridade,
25 ଆକାଶରୁ ତାରାମାନେ ଖସି ପଡିବେ, ଆକାଶ ରେ ନକ୍ଷତ୍ର ମଣ୍ଡଳର ମହାଶକ୍ତିଗୁଡିକ ଦୋହଲି ୟିବ।' ୟିଶାଇୟ 13:10;34:4
25 as estrelas cairão do firmamento e os poderes dos céus serão abalados.
26 ସେତବେେଳେ ଲୋକେ ମନୁଷ୍ଯପୁତ୍ରଙ୍କୁ ମହାଶକ୍ତି ଓ ମହିମା ସହିତ ମେଘମାଳା ମଧିଅରେ ଆସିବାର ଦେଖିବେ।
26 Então verão o Filho do Homem vindo nas nuvens, com grande poder e glória.
27 ମନୁଷ୍ଯପୁତ୍ର ପୃଥବୀର ଚାରି ଆଡକୁ ତାହାଙ୍କ ସ୍ବର୍ଗ ଦୂତମାନଙ୍କୁ ପଠାଇବେ। ସମାନେେ ତାହାଙ୍କ ଦ୍ବାରା ବଛା ଯାଇଥିବା ଲୋକଙ୍କୁ ପୃଥିବୀର ପ୍ରେତ୍ୟକକ ସ୍ଥାନରୁ ଆଣି ଏକାଠି କରାଇବେ।
27 E então ele enviará os anjos e reunirá os seus escolhidos dos quatro ventos, da extremidade da terra até a extremidade do céu.
28 ଡିମ୍ବିରି ଗଛ ଆମ୍ଭକୁ ଗୋଟିଏ ଶିକ୍ଷା ଦିଏ। ଯେତବେେଳେ ଡିମ୍ବିରି ଗଛର ଡାଳ ଗୁଡିକ ଶାଗୁଆ ଓ ନରମ ପଡିଯାଏ ଏବଂ ନୂଆ ପତ୍ର କଅଁଳିବାକୁ ଆରମ୍ଭ କରେ, ସେତବେେଳେ ତୁମ୍ଭମାନେେ ଜାଣି ପାର ଯେ ଗ୍ରୀଷ୍ମଋତୁ ପାଖଇେ ଗଲାଣି।
28 — Aprendam, pois, a parábola da figueira: quando já os seus ramos se renovam e as folhas brotam, vocês sabem que o verão está próximo.
29 ମୁଁ ତୁମ୍ଭକୁ ଯାହା କହିଲି, ଠିକ୍ ତାହା ଏହିପରି ଘଟିବ। ତୁମ୍ଭମାନେେ ଯେତବେେଳେ ଏହିଭଳି ସବୁ ଘଟିବାର ଦେଖିବ, ସେତବେେଳେ ବୁଝ ଯେ ' ସହେି ସମୟ' ନିକଟରେ ଆସି ପହଞ୍ଚିଗଲାଣି।
29 Assim, também vocês, quando virem acontecer essas coisas, saibam que está próximo, às portas.
30 ମୁଁ ତୁମ୍ଭକୁ ସତ୍ଯ କହୁଛି। ଏହି ପିଢୀର ଲୋକେ ବଞ୍ଚିଥିବା ସମୟରେ ହିଁ ଏସବୁ ଘଟଣା ଘଟିବ।
30 Em verdade lhes digo que não passará esta geração sem que tudo isto aconteça.
31 ପୃଥିବୀ ଓ ଆକାଶ ନଷ୍ଟ ହାଇଯେିବ, କିନ୍ତୁ ମାେ କହିଥିବା ବାକ୍ଯ କବେେ ହେଲେ ନଷ୍ଟ ହବେନାହିଁ।
31 Passará o céu e a terra, porém as minhas palavras não passarão.
32 ସହେି ଦିନ ବା ସହେି ସମୟ ବିଷୟ ରେ କାହାରିକୁ କିଛି ଜଣାନାହିଁ। ସ୍ବର୍ଗଦୂତ ବା ମନୁଷ୍ଯପୁତ୍ର କହେି କିଛି ଜାଣନ୍ତି ନାହିଁ। କବଳେ ଏକଥା ପରମପିତା ପରମେଶ୍ବର ଜାଣନ୍ତି।
32 — Mas a respeito daquele dia ou da hora ninguém sabe, nem os anjos no céu, nem o Filho, senão o Pai.
33 ସାବଧାନ, ସଦା ବେଳେ ପ୍ରସ୍ତୁତ ରୁହ। କାରଣ ସେ ସମୟ କେତବେେଳେ ପହଞ୍ଚିବ, ତାହା ତୁମ୍ଭମାନେେ ଜାଣିନାହଁ।
33 — Estejam de sobreaviso e vigiem, porque vocês não sabem quando será o tempo.
34 ଏହା ଏହିଭଳି ଘଟଣା, ଯେପରି ଜଣେ ବ୍ଯକ୍ତି କୌଣସି ସ୍ଥାନକୁ ଯାତ୍ରା କଲା ବେଳେ ଚାକରମାନଙ୍କ ଉପରେ ନିଜ ଘରର ଦାଯିତ୍ବ ଛାଡି ଦଇଯୋଏ ଓ ପ୍ରେତ୍ୟକକ ଚାକରକୁ ତାର ନିର୍ଦ୍ଦିଷ୍ଟ କାମ ଦଇେଥାଏ ଏବଂ ଦ୍ବାରପାଳକକୁ ସଦା ବେଳେ ପ୍ରସ୍ତୁତ ହାଇେ ରହିବାକୁ ଅଦେଶ ଦଇେଥାଏ।
34 É como um homem que, ausentando-se do país, deixa a sua casa, dá autoridade aos seus servos, a cada um a sua obrigação, e ao porteiro ordena que vigie.
35 ଏଣୁ ତୁମ୍ଭମାନେେ ମଧ୍ଯ ସର୍ବଦା ପ୍ରସ୍ତୁତ ହାଇେ ରୁହ। କାରଣ ତୁମ୍ଭେ ଜାଣ ନାହିଁ, ଘରର ମାଲିକ କେତବେେଳେ ଯେ ଆସି ପହଁଞ୍ଚିଯିବେ। ସନ୍ଧ୍ଯା ବେଳେ, ଅଧରାତି ରେ, ପାହାନ୍ତିଆ ରେ ବା ସକାଳେ, କୌଣସି ସମୟରେ ସେ ଆସି ଯାଇ ପାରନ୍ତି।
35 Portanto, vigiem, porque vocês não sabem quando virá o dono da casa: se à tarde, se à meia-noite, se ao cantar do galo, se pela manhã;
36 ସେ ଖୁବ୍ ଶୀଘ୍ର ମଧ୍ଯ ଆସି ଯାଇ ପାରନ୍ତି। ତୁମ୍ଭେ ଯଦି ସର୍ବଦା ପ୍ରସ୍ତୁତ ଥିବ, ତବେେ ସେ ତୁମ୍ଭକୁ କଦାବି ଶାଇେଥିବା ଅବସ୍ଥା ରେ ଦେଖି ପାରିବେ ନାହିଁ।
36 para que, vindo ele inesperadamente, não encontre vocês dormindo.
37 ମୁଁ ତୁମ୍ଭକୁ ଯାହା କହୁଛି, ସମସ୍ତଙ୍କୁ ସହେି ଏକା କଥା କହୁଛି ଯେ ସର୍ବଦା ପ୍ରସ୍ତୁତ ରୁହ।
37 O que, porém, digo a vocês, digo a todos: vigiem!
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Marcos 13, comparar traduções ou montar um estudo — tudo direto pelo WhatsApp.