Marcos 1

Oriya Bible (GL_ORIYA) vs ARC

Sair da comparação
ARC Almeida Revista e Corrigida 2009
1 ଏହା ପରମେଶ୍ବରଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସୁସମାଚାରର ଆରମ୍ଭ।
1 Princípio do evangelho de Jesus Cristo, Filho de Deus.
2 ଭବିଷ୍ଯଦ୍ବକ୍ତା ଯୀଶାଇୟଙ୍କ ପୁସ୍ତକରେ ଲଖାେଅଛି:
2 Como está escrito no profeta Isaías: Eis que eu envio o meu anjo ante a tua face, o qual preparará o teu caminho diante de ti.
3 ମରୁଭୂମିରେ ଜଣେ ପାଟିକରି କହୁଛି; 'ପ୍ରଭୁଙ୍କ ପାଇଁ ପଥ ପ୍ରସ୍ତୁତ କର, ତାହାଙ୍କ ପାଇଁ ରାସ୍ତା ସମତଳ କର।'ଯୀଶାଇୟ 40:3
3 Voz do que clama no deserto: Preparai o caminho do Senhor, endireitai as suas veredas.
4 ତେଣୁ ବାପ୍ତିଜକ ଯୋହନ ମରୁଭୂମି ଅଞ୍ଚଳକୁ ଆସି ଲୋକମାନଙ୍କୁ ବାପ୍ତିସ୍ମ ଦେଉଥିଲେ। ସେ ସମାନଙ୍କେୁ କହିଲେ, ତୁମ୍ଭମାନେେ ନିଜର ହୃଦୟ ପରିବର୍ତ୍ତନ କରିବାକୁ ଚାହୁଁ ଥିବାରୁ ବାପ୍ତିସ୍ମ ଗ୍ରହଣ କର। ତା'ପରେ ସମାନଙ୍କେର ପାପଗୁଡିକୁ କ୍ଷମା କରାୟିବ।
4 Apareceu João batizando no deserto e pregando o batismo de arrependimento, para remissão de pecados.
5 ୟିହୂଦା ଓ ୟିରୁଶାଲମର ସବୁଲୋକ ଯୋହନଙ୍କ ପାଖକୁ ଆସିଲେ। ନିଜ ନିଜ ପାପ ସ୍ବୀକାର କରି ୟର୍ଦ୍ଦନ ନଦୀ ରେ ସମାନେେ ଯୋହନଙ୍କ ଦ୍ବାରା ବାପ୍ତିଜିତ ହେଲେ।
5 E toda a província da Judeia e todos os habitantes de Jerusalém iam ter com ele; e todos eram batizados por ele no rio Jordão, confessando os seus pecados.
6 ଯୋହନ ଓଟ ଲୋମ ରେ ତିଆରି ପୋଷାକ ପିନ୍ଧୁଥିଲେ ଓ ଅଣ୍ଟା ଚାରିପଟେ ଗୋଟିଏ ଚମଡାର ପଟି ବାନ୍ଧୁଥିଲେ। ପଙ୍ଗପାଳ ଓ ବନ-ମଧୁ ତାହାଙ୍କର ଖାଦ୍ୟ ଥିଲା।
6 E João andava vestido de pelos de camelo e com um cinto de couro em redor de seus lombos, e comia gafanhotos e mel silvestre,
7 ଯୋହନ ଲୋକମାନଙ୍କ ଆଗ ରେ ଘାଷେଣା କରୁଥଲେ: ମାେ ପରେ ଜଣେ ଶକ୍ତିଶାଳୀ ଲୋକ ଆସୁଛନ୍ତି; ମୁଁ ଆଣ୍ଠୁମାଡି ବସି ତାହାଙ୍କର ୟୋତା ଖାଲିବୋ ପାଇଁ ମଧ୍ଯ ଯୋଗ୍ଯ ନୁହେଁ।
7 e pregava, dizendo: Após mim vem aquele que é mais forte do que eu, do qual não sou digno de, abaixando-me, desatar a correia das sandálias.
8 ମୁଁ ତୁମ୍ଭମାନଙ୍କୁ ଜଳ ଦ୍ବାରା ବାପ୍ତସ୍ମ ଦେଉଛି, କିନ୍ତୁ ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମାଙ୍କ ଦ୍ବାରା ବାପ୍ତିସ୍ମ କରିବେ।
8 Eu, em verdade, tenho-vos batizado com água; ele, porém, vos batizará com o Espírito Santo.
9 ସହେି ସମୟରେ ଯୀଶୁ ଗାଲିଲୀର ନାଜରିତରୁ ଗୋଟିଏ ସହର ଯୋହନଙ୍କ ପାଖକୁ ଆସିଲେ। ଯୋହନ ଯୀଶୁଙ୍କୁ ୟର୍ଦ୍ଦନ ନଦୀ ରେ ବାପ୍ତିସ୍ମ ଦେଲେ।
9 E aconteceu, naqueles dias, que Jesus, tendo ido de Nazaré, da Galileia, foi batizado por João, no rio Jordão.
10 ଯୀଶୁ ଜଳରୁ ବାହାରି ଆସୁଥିବା ସମୟରେ ସ୍ବର୍ଗ ଖୋଲା ଥିବାର ଦେଖିଲେ। ସେ ଦେଖିଲେ ଯେ ପବିତ୍ରଆତ୍ମା ତାହାଙ୍କ ଉପରକୁ କପୋତ ଭଳି ଓହ୍ଲାଇ ଆସୁଛନ୍ତି।
10 E, logo que saiu da água, viu os céus abertos e o Espírito, que, como pomba, descia sobre ele.
11 ଆକାଶରୁ ବାଣୀ ହେଲା: ହେ ମାହେର ପୁତ୍ର, ମୁଁ ତୁମ୍ଭକୁ ପ୍ ରମେ କରେ, ମୁଁ ତୁମ୍ଭ ଉପରେ ବହୁତ ଖୁସି।
11 E ouviu-se uma voz dos céus, que dizia: Tu és o meu Filho amado, em quem me comprazo.
12 ତା'ପରେ, ସଂଗେ ସଂଗେ ଆତ୍ମା ଯୀଶୁଙ୍କୁ ମରୁଭୂମିକୁ ଏକୁଟିଆ ପଠାଇ ଦେଲେ।
12 E logo o Espírito o impeliu para o deserto.
13 ଯୀଶୁ ସଠାେରେ ଚାଳିଶ ଦିନ ପର୍ୟ୍ଯନ୍ତ ଉପବାସ ପାର୍ଥନା ସହିତ ରହିଲେ। ସଠାେରେ ସେ ଶୟତାନ ଦ୍ବାରା ପରୀକ୍ଷିତ ହେଲେ। ତା'ପରେ ସ୍ବର୍ଗଦୂତମାନେ ଆସି ଯୀଶୁଙ୍କର ସବୋ କଲେ।
13 E ali esteve no deserto quarenta dias, tentado por Satanás. E vivia entre as feras, e os anjos o serviam.
14 ଏହା ପରେ ଯୋହନଙ୍କୁ କାରାଗାର ରେ ବନ୍ଦୀ କରି ରଖାଗଲା। ଯୀଶୁ ଗାଲିଲୀକୁ ଆସିଲେ ଓ ସେ ପରମେଶ୍ବରଙ୍କ ସୁସମାଚାର ପ୍ରଚାର କରିବାକୁ ଲାଗିଲେ।
14 E, depois que João foi entregue à prisão, veio Jesus para a Galileia, pregando o evangelho do Reino de Deus
15 ଯୀଶୁ କହିଲେ, ବର୍ତ୍ତମାନ ଉପୟୁକ୍ତ ସମୟ ଆସିଯାଇଛି। ପରମେଶ୍ବରଙ୍କ ରାଜ୍ଯ ପାଖ ହାଇେ ଗଲାଣି। ତୁମ୍ଭମାନଙ୍କର ହୃଦୟ ପରିବର୍ତ୍ତନ କର। ସୁସମାଚାର ରେ ବିଶ୍ବାସ କର।
15 e dizendo: O tempo está cumprido, e o Reino de Deus está próximo. Arrependei-vos e crede no evangelho.
16 ଯୀଶୁ ଗଲିଲୀ ହ୍ରଦ ଦଇେ ୟିବା ସମୟରେ ଶିମାନେ ଓ ତାହାଙ୍କ ଭାଇ ଆନ୍ଦ୍ରିୟକୁ ଦେଖିଲେ। ଶିମାନେ, ପିତରଙ୍କର ଏହା ଅନ୍ୟ ଏକ ନାମ। ସହେି ଦୁଇ ଜଣ କେଉଟ ଥିଲେ। ମାଛ ଧରିବା ପାଇଁ ସମାନେେ ହ୍ରଦ ଭିତରକୁ ଜାଲ ଫିଙ୍ଗୁଥିଲେ।
16 E, andando junto ao mar da Galileia, viu Simão e André, seu irmão, que lançavam a rede ao mar, pois eram pescadores.
17 ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନେେ ଆସ ଓ ମାେତେ ଅନୁସରଣ କର। ମୁଁ ତୁମ୍ଭମାନଙ୍କୁ ଏକ ଭିନ୍ନ ପ୍ରକାରର ମାଛ ଧରିବା ଶିଖାଇବି। ତୁମ୍ଭମାନେେ ମାଛ ବଦଳ ରେ ମନୁଷ୍ଯଙ୍କୁ ଏକାଠି କରିବ।
17 E Jesus lhes disse: Vinde após mim, e eu farei que sejais pescadores de homens.
18 ତେଣୁ ଶିମାନେ ଓ ଆନ୍ଦ୍ରିୟ ସମାନଙ୍କେର ଜାଲ ଛାଡି, ଯୀଶୁଙ୍କୁ ଅନୁସରଣ କଲେ।
18 E, deixando logo as suas redes, o seguiram.
19 ଯୀଶୁ ଗାଲିଲୀ ହ୍ରଦ କୂଳ ରେ ଚାଲିବାକୁ ଲାଗିଲେ। କିଛି ବାଟ ଗଲା ପରେ, ଜବଦେୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନଙ୍କୁ ଦେଖିଲେ। ସେ ଦୁଇ ଭାଇ ନେ ୗକା ରେ ବସି ମାଛ ଧରିବା ପାଇଁ ଜାଲ ସଜାଡୁଥିଲେ।
19 E, passando dali um pouco mais adiante, viu Tiago, filho de Zebedeu, e João, seu irmão, que estavam no barco consertando as redes,
20 ସହେି ଦୁଇ ଭାଇଙ୍କ ସହ, ଡଙ୍ଗା ରେ ସମାନଙ୍କେ ବାପା ଜବଦେୀ ଓ ଅନ୍ୟ ସାହାୟ୍ଯକାରୀ ଶ୍ରମିକମାନେ ଥିଲେ। ସହେି ଦୁଇ ଭାଇଙ୍କୁ ଦେଖିବା ମାତ୍ ରେ ଯୀଶୁ ସମାନଙ୍କେୁ ଆସିବାକୁ ଅନୁ ରୋଧ କଲେ। ସମାନେେ ସମାନଙ୍କେର ବାପା ଓ ଶ୍ରମିକମାନଙ୍କୁ ଛାଡି, ଯୀଶୁଙ୍କୁ ଅନୁସରଣ କଲେ।
20 e logo os chamou. E eles, deixando o seu pai Zebedeu no barco com os empregados, foram após ele.
21 ଯୀଶୁ ଓ ତାହାଙ୍କ ଶିଷ୍ଯମାନେ କଫର୍ନାହୂମକୁ ଗଲେ। ବିଶ୍ରାମଦିବସ ରେ ଯୀଶୁ ସମାଜଗୃହକୁ ଯାଇ ସଠାେରେ ଲୋକମାନଙ୍କୁ ଶିକ୍ଷା ଦବୋକୁ ଲାଗିଲେ।
21 Entraram em Cafarnaum, e, logo no sábado, indo ele à sinagoga, ali ensinava.
22 ଯୀଶୁଙ୍କ ଶିକ୍ଷା ଶୁଣି ସଠାେକାର ଲୋକେ ଆଶ୍ଚର୍ୟ୍ଯ ହାଇଗେଲେ। ଯୀଶୁ ସମାନଙ୍କେୁ ଧର୍ମଶାସ୍ତ୍ରୀଙ୍କ ପରି ଶିକ୍ଷା ନ ଦଇେ ଜଣେ ଅଧିକାର ପାଇଥିବା ବ୍ଯକ୍ତିଙ୍କ ଭଳି ଶିକ୍ଷା ଦେଲେ।
22 E maravilharam-se da sua doutrina, porque os ensinava como tendo autoridade e não como os escribas.
23 ଯୀଶୁ ସମାଜଗୃହ ରେ ଥିବା ସମୟରେ ସଠାେରେ ଏପରି ଜଣେ ଲୋକ ଥିଲା, ଯାହାଙ୍କର ଦହେ ରେ ଭୂତଟିଏ ପ୍ରବେଶ କରି ରହିଥିଲା। ସେ ଲୋକଟି ପାଟି କରି କହିଲା,
23 E estava na sinagoga deles um homem com um espírito imundo, o qual exclamou, dizendo:
24 ହେ ନାଜରିତୀୟ ଯୀଶୁ, ତୁମ୍ଭେ ଆମ୍ଭଠାରୁ କ'ଣ ଚାହୁଁଛ? ତୁମ୍ଭେ କ'ଣ ଆମ୍ଭକୁ ଧ୍ବଂସ କରିଦବୋକୁ ଆସିଛ? ତୁମ୍ଭେ କିଏ, ମୁଁ ତାହା ଜାଣେ। ତୁମ୍ଭେ ପରମେଶ୍ବରଙ୍କ ପବିତ୍ର ବ୍ଯକ୍ତି।
24 Ah! Que temos contigo, Jesus Nazareno? Vieste destruir-nos? Bem sei quem és: o Santo de Deus.
25 ଯୀଶୁ ଭର୍ତ୍ସନା କରି କହିଲେ, ଚୁପ୍ କର, ଏହି ଠାରୁ ବାହାରିଯା।
25 E repreendeu-o Jesus, dizendo: Cala-te e sai dele.
26 ଦୁଷ୍ଟାତ୍ମା ଲୋକଟିକୁ ଦୋହଲାଇ ଦଲୋ। ତା'ପରେ ସେ ଖୁବ୍ ଜାରେ ରେ ଚିତ୍କାର କରି ସହେି ଲୋକଟି ଭିତରୁ ବାହାରି ଗଲା।
26 Então, o espírito imundo, agitando-o e clamando com grande voz, saiu dele.
27 ଏହା ଦେଖି ଲୋକେ ଆଶ୍ଚର୍ୟ୍ଯ ହାଇଗେଲେ। ସମାନେେ ପରସ୍ପର କୁହାକୁହି ହେଲେ, ଏଠା ରେ କ'ଣ ସବୁ ଘଟୁଛି? ଏ ଲୋକଟି ଆମ୍ଭକୁ କିଛି ନୂଆ ଶିକ୍ଷା ଦେଉଛି। ଏବଂ ସେ ଅଧିକାର ସହିତ ଶିକ୍ଷା ଦେଉଛି। ସେ ଭୂତମାନଙ୍କୁ ମଧ୍ଯ ଆଜ୍ଞା ଦେଉଛି ଓ ଭୂତମାନେ ତା' କଥା ମାନୁଛନ୍ତି।
27 E todos se admiraram, a ponto de perguntarem entre si, dizendo: Que é isto? Que nova doutrina é esta? Pois com autoridade ordena aos espíritos imundos, e eles lhe obedecem!
28 ତେଣୁ ଯୀଶୁଙ୍କ ବିଷୟ ରେ ଗାଲିଲୀ ଅଞ୍ଚଳର ଚାରିଆଡେ ଖୁବ୍ ଶୀଘ୍ର ଖବର ବ୍ଯାପିଗଲା।
28 E logo correu a sua fama por toda a província da Galileia.
29 ତା'ପରେ ସମାନେେ ସମାଜଗୃହରୁ ବାହାରି ଯାକୁବ ଓ ଯୋହନଙ୍କ ସହିତ ସିଧା ଶିମାନେ ଓ ଆନ୍ଦ୍ରିୟଙ୍କ ଘରକୁ ଗଲେ।
29 E logo, saindo da sinagoga, foram à casa de Simão e de André, com Tiago e João.
30 ଶିମାନଙ୍କେ ଶାଶୁ ଜ୍ବର ରେ ପୀଡିତ ହାଇେ ବିଛଣା ରେ ପଡି ଥିଲେ। ତେଣୁ ସଠାେରେ ଥିବା ଲୋକମାନେ ଯୀଶୁଙ୍କୁ ତାହାଙ୍କ ବିଷୟ ରେ କହିଲେ।
30 E a sogra de Simão estava deitada, com febre; e logo lhe falaram dela.
31 ଯୀଶୁ ତାହାଙ୍କ ବିଛଣା ନିକଟକୁ ଗଲେ। ଯୀଶୁ ତାହାଙ୍କ ହାତ ଧରି ତାହାଙ୍କୁ ଠିଆ ହାବା ରେ ସାହାୟ୍ଯ କଲେ। ତାହାଙ୍କର ଜ୍ବର ଛାଡିଗଲା ଓ ସେ ସୁସ୍ଥ ହାଇଗେଲେ। ତା'ପରେ ସେ ସମାନଙ୍କେର ପରିଚର୍ୟ୍ଯା କରିବାକୁ ଲାଗିଲେ।
31 Então, chegando-se a ela, tomou-a pela mão e levantou-a; e a febre a deixou, e servia-os.
32 ସୂର୍ୟ୍ଯ ବୁଡି ୟିବା ପରେ, ସହେି ରାତି ରେ ଲୋକମାନେ ଅନକେ ଅସୁସ୍ଥ ଲୋକଙ୍କୁ ଯୀଶୁଙ୍କ ପାଖକୁ ନଇେ ଆସିଲେ। ଯେଉଁ ଲୋକମାନଙ୍କ ଦହେ ଭିତ ରେ ଦୁଷ୍ଟାତ୍ମା ପ୍ରବେଶ କରି ରହି ଥିଲା, ସମାନଙ୍କେୁ ମଧ୍ଯ ଲୋକମାନେ ଯୀଶୁଙ୍କ ପାଖକୁ ଆଣିଲେ।
32 E, tendo chegado a tarde, quando já estava se pondo o sol, trouxeram-lhe todos os que se achavam enfermos e os endemoninhados.
33 ସହରର ଲବୁ ଲୋକେ ସହେି ଘରର ଦୁଆର ରେ ଜମା ହାଇଗେଲେ।
33 E toda a cidade se ajuntou à porta.
34 ବିଭିନ୍ନ ପ୍ରକାର ରୋଗ ରେ ପୀଡିତ ଅନକେ ଲୋକଙ୍କୁ ଯୀଶୁ ସୁସ୍ଥ କରି ଦେଲେ। ସେ ମଧ୍ଯ ଲୋକଙ୍କ ଦହରେୁ ଅନକେ ଭୂତାତ୍ମା ବାହାରି ଚାଲି ୟିବାକୁ ବାଧ୍ଯ କଲେ, କିନ୍ତୁ ସେ କିଏ ବୋଲି ଭୂତ ମାନେ ଜାଣି ଥିବାରୁ ସେ ସମାନଙ୍କେୁ ପଦେ ହେଲେ କହିବାକୁ ସୁଯୋଗ ଦେଲନୋହିଁ।
34 E curou muitos que se achavam enfermos de diversas enfermidades e expulsou muitos demônios, porém não deixava falar os demônios, porque o conheciam.
35 ତା'ପର ଦିନ ସକାଳେ ଯୀଶୁ ଶୀଘ୍ର ଉଠି ପଡିଲେ। ଅନ୍ଧାର ଥାଉ ଥାଉ ସେ ଘର ଛାଡି ଗୋଟିଏ ନିଛାଟିଆ ଜାଗାକୁ ଚାଲିଗଲେ। ସଠାେରେ ସେ ପ୍ରାର୍ଥନା କଲେ।
35 E, levantando-se de manhã muito cedo, estando ainda escuro, saiu, e foi para um lugar deserto, e ali orava.
36 ପରେ ଶିମାନେ ଓ ତାହାଙ୍କ ସାଥୀମାନେ ଯୀଶୁଙ୍କୁ ଖାଜେିବାକୁ ଗଲେ।
36 E seguiram-no Simão e os que com ele estavam.
37 ସମାନେେ ଯୀଶୁଙ୍କୁ ପାଇଲେ ଓ ତାହାଙ୍କୁ କହିଲେ, ଲୋକେ ତୁମ୍ଭକୁ ଖୋଜୁଛନ୍ତି।
37 E, achando-o, lhe disseram: Todos te buscam.
38 ଏହା ଶୁଣି ଯୀଶୁ କହିଲେ, ଆମ୍ଭମାନେେ ଅନ୍ୟ ନିକଟବର୍ତ୍ତୀ ନଗରକୁ ୟିବା ଉଚିତ ଯେପରି ମୁଁ ସଠାେରେ ସମାନଙ୍କେୁ ମଧ୍ଯ ଉପଦେଶ ଦଇେ ପାରିବି। ମୁଁ କବଳେ ଏଥିପାଇଁ ଆସିଛି।
38 E ele lhes disse: Vamos às aldeias vizinhas, para que eu ali também pregue, porque para isso vim.
39 ଏହିଭଳି ଭାବରେ ସେ ସମାଜ ଗୃହମାନଙ୍କ ରେ ଉପଦେଶ ଦଇେ ଓ ଲୋକଙ୍କଠାରୁ ଭୂତମାନଙ୍କୁ ତଡି ଗାଲିଲୀ ସାରା ବୁଲିଲେ।
39 E pregava nas sinagogas deles, por toda a Galileia, e expulsava os demônios.
40 ଗୋଟିଏ କୁଷ୍ଠ ରୋଗୀ ଯୀଶୁଙ୍କ ପାଖକୁ ଆସିଲା। ସେ ଯୀଶୁଙ୍କ ଆଗ ରେ ଆଣ୍ଠୁମାଡି ପ୍ରାର୍ଥନା କଲା, ତୁମ୍ଭେ ଇଚ୍ଛା କଲେ ମାେତେ ଭଲ କରି ଦଇେ ପାରିବ। ସହେି ଶକ୍ତି ତୁମ୍ଭର ଅଛି।
40 E aproximou-se dele um leproso, que, rogando-lhe e pondo-se de joelhos diante dele, lhe dizia: Se queres, bem podes limpar-me.
41 ସହେି ଲୋକଟି ଉପରେ ଯୀଶୁଙ୍କର କରୁଣା ଜାତ ହେଲା। ସେ ହାତ ବଢଇେ ଲୋକଟିକୁ ଛୁଇଁ ଦେଲେ ଓ କହିଲେ, ମୁଁ ତୁମ୍ଭକୁ ସୁସ୍ଥ କରିବାକୁ ଚାହୁଁଛି, ତୁମ୍ଭେ ସୁସ୍ଥ ହାଇଯୋଅ।
41 E Jesus, movido de grande compaixão, estendeu a mão, e tocou-o, e disse-lhe: Quero, sê limpo!
42 ତାର କୁଷ୍ଠ ରୋଗ ତତ୍କ୍ଷଣାତ୍ ଛାଡିଗଲା ଓ ସେ ସୁସ୍ଥ ହାଇଗେଲା।
42 E, tendo ele dito isso, logo a lepra desapareceu, e ficou limpo.
43 ଯୀଶୁ ଲୋକଟିକୁ ଚାଲି ୟିବାକୁ କହିଲେ, କିନ୍ତୁ ତାକୁ ଚତାବେନୀ ଦଇେ ସେ କହିଲେ,
43 E, advertindo-o severamente, logo o despediu.
44 ମୁଁ ତୁମ୍ଭ ପାଇଁ ଯାହା କଲି ସହେି କଥା କାହାକୁ ହେଲେ କହିବ ନାହିଁ। କିନ୍ତୁ ଯାଜକଙ୍କ ପାଖକୁ ଯାଇ, ନିଜ ଦହେ ଦଖାେଅ। ତୁମ୍ଭେ ସୁସ୍ଥ ହାଇେ ଥିବାରୁ ମାଶାଙ୍କେ ଆଜ୍ଞା ଅନୁସାରେ, ପରମେଶ୍ବରଙ୍କୁ ନବୈେଦ୍ଯ ଅର୍ପଣ କର। ତୁମ୍ଭେ ସୁସ୍ଥ ହାଇେ ଯାଇଛ ବୋଲି ଲୋକମାନଙ୍କ ଆଗ ରେ ପ୍ରମାଣ ରହିବ।
44 E disse-lhe: Olha, não digas nada a ninguém; porém vai, mostra-te ao sacerdote e oferece pela tua purificação o que Moisés determinou, para lhes servir de testemunho.
45 ଲୋକଟି ସହେି ସ୍ଥାନ ଛାଡି ଚାଲିଗଲା ଓ ଯାହାକୁ ଦେଖିଲା ତାହାକୁ କହିଲା ଯେ, ଯୀଶୁ ତାହାକୁ ସୁସ୍ଥ କରି ଦଇେଛନ୍ତି। ତେଣୁ ଯୀଶୁଙ୍କ ବିଷୟ ରେ ଖବର ଗ୍ଭରିଆଡେ ବ୍ଯାପିବାକୁ ଲାଗିଲା। ଫଳ ରେ ଲୋକେ କାଳେ ଦେଖି ପକାଇବେ, ତେଣୁ ଯୀଶୁ କୌଣସି ନଗର ଭିତରକୁ ଆଉ ଯାଇ ପାରିଲେ ନାହିଁ। ସେ ଲୋକେ ରହୁ ନଥିବା ନିଛାଟିଆ ଜାଗାମାନଙ୍କ ରେ ରହିବାକୁ ଲାଗିଲେ। କିନ୍ତୁ ସମସ୍ତ ନଗରରୁ ଲୋକମାନେ ଯୀଶୁ ରହୁଥିବା ସ୍ଥାନକୁ ଆସିବାକୁ ଲାଗିଲେ।
45 Mas, tendo ele saído, começou a apregoar muitas coisas e a divulgar o que acontecera; de sorte que Jesus já não podia entrar publicamente na cidade, mas conservava-se fora em lugares desertos; e de todas as partes iam ter com ele.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Marcos 1, comparar traduções ou montar um estudo — tudo direto pelo WhatsApp.