Marcos 3
Oriya Bible (GL_ORIYA) vs ARC
1 ଆଉ ଥରେ ଯୀଶୁ ଯିହୂଦୀମାନଙ୍କ ସମାଜଗୃହକୁ ଯାଇଥିଲେ। ସଠାେରେ ଜଣେ ଖଞ୍ଜ ଲୋକ ଥିଲା।
1 E outra vez entrou na sinagoga, e estava ali um homem que tinha uma das mãos mirrada.
2 ସଠାେରେ କେତକେ ଲୋକ ଜଗି ରହିଥିଲେ ଯେ ଯଦି ଯୀଶୁ ସେ ଲୋକଟିକୁ ବିଶ୍ରାମ ଦିବସ ରେ ସୁସ୍ଥ କରି ଦବେେ, ତବେେ ସମାନେେ ଯୀଶୁଙ୍କ ଦୋଷାରୋପ କରିବାକୁ ସୁଯୋଗ ପାଇବେ।
2 E estavam observando-o se curaria no sábado, para o acusarem.
3 ଯୀଶୁ ସଠାେରେ ଥିବା ଖଞ୍ଜ ଲୋକଟିକୁ ଆଦେଶ ଦେଲେ, ଏଠା ରେ ଠିଆ ହୁଅ ଯେପରି ତୁମ୍ଭକୁ ସମସ୍ତେ ଦେଖି ପାରିବେ।
3 E disse ao homem que tinha a mão mirrada: Levanta-te e vem para o meio.
4 ତା'ପରେ ଯୀଶୁ ଲୋକମାନଙ୍କୁ ପଚାରିଲେ, ବିଶ୍ରାମ ଦିବସ ରେ କେଉଁ କାମ କରିବା ଠିକ୍? ଭଲ କାମ ନା ମନ୍ଦ କାମ? ଜଣଙ୍କର ଜୀବନ ରକ୍ଷା କରବା ଠିକ୍ ନା ଜୀବନ ନଷ୍ଟ କରିବା ଠିକ୍? କିନ୍ତୁ ସମାନେେ ନୀରବ ରହିଲେ।
4 E perguntou-lhes: É lícito no sábado fazer bem ou fazer mal? Salvar a vida ou matar? E eles calaram-se.
5 ତା'ପରେ ଯୀଶୁ ଲୋକମାନଙ୍କ ଆଡକୁ ରାଗ ରେ ଚାହିଁଲେ; କିନ୍ତୁ ସମାନଙ୍କେ ହୃଦୟର କଠିନତା ଲକ୍ଷ୍ଯ କରି ବହୁତ ଦୁଃଖୀ ହେଲେ। ଯୀଶୁ ସହେି ଲୋକଟିକୁ କହିଲେ, ତୁମ୍ଭ ହାତ ମାେତେ ଦଖାେଅ। ଲୋକଟି ଯୀଶୁଙ୍କ ଆଡକୁ ହାତଟି ବଢାଇ ଦଲୋ ଓ
5 E, olhando para eles em redor com indignação, condoendo-se da dureza do seu coração, disse ao homem: Estende a mão. E ele a estendeu, e foi-lhe restituída a mão, sã como a outra.
6 ତା' ହାତ ଭଲ ହାଇଗେଲା। ତା'ପରେ ଫାରୂଶୀମାନେ ସଠାରୁେ ଚାଲି ଗଲେ ଓ ହରେୋଦୀୟ ମାନଙ୍କ ସହିତ ମିଶି ଯୀଶୁଙ୍କୁ ମାରିବା ପାଇଁ ଷଡୟନ୍ତ୍ର କଲେ।
6 E, tendo saído os fariseus, tomaram logo conselho com os herodianos contra ele, procurando ver como o matariam.
7 ଯୀଶୁ ନିଜ ଶିଷ୍ଯମାନଙ୍କ ସହିତ ଗାଲିଲୀ ହ୍ରଦ କୂଳକୁ ଚାଲିଗଲେ। ତାହାଙ୍କ ପଛ ରେ ଗାଲିଲୀର ଅନକେ ଲୋକ ମଧ୍ଯ ଗଲେ।
7 E retirou-se Jesus com os seus discípulos para o mar, e seguia-o uma grande multidão da Galileia, e da Judeia,
8 ୟିହୂଦା, ୟିରୂଶାଲମ, ଏଦୋମ, ୟର୍ଦ୍ଦନ ନଦୀର ଅପର ପାଶର୍ବ ସୋର ଓ ସୀଦୋନର ଚାରିଆଡୁ ଅନକେ ଲୋକ ମଧ୍ଯ ଆସି ପହନ୍ଚିଲେ। ଏ ଲୋକମାନେ ଆସିବାର କାରଣ ହେଲା, ଯୀଶୁ ଯାହା ସବୁ କରୁଥିଲେ, ସେ ସମସ୍ତ ଘଟଣା ସମାନେେ ଶୁଣି ସାରିଥିଲେ।
8 e de Jerusalém, e da Idumeia, e dalém do Jordão, e de perto de Tiro, e de Sidom; uma grande multidão que, ouvindo quão grandes coisas fazia, vinha ter com ele.
9 ଯୀଶୁ ଅନକେ ଲୋକଙ୍କୁ ଦେଖିଲେ, ଭିଡ ହାଇେ ୟିବାରୁ ଲୋକମାନେ ଯେପରି ତାହାଙ୍କ ଆଡକୁ ମାଡି ନ ଆସନ୍ତି ସେଥିପାଇଁ ସେ ନିଜ ଶିଷ୍ଯମାନଙ୍କୁ ଗୋଟିଏ େଛାଟ ଡଙ୍ଗା ତାହାଙ୍କ ପାଇଁ ପ୍ରସ୍ତୁତ କରିବାକୁ କହିଲେ।
9 E ele disse aos seus discípulos que lhe tivessem sempre pronto um barquinho junto dele, por causa da multidão, para que o não comprimisse,
10 ଯୀଶୁ ଅନକେ ଲୋକଙ୍କୁ ସୁସ୍ଥ କଲେ। ତେଣୁ ସବୁ ରୋଗୀମାନେ ତାହାଙ୍କୁ ଛୁଇଁବା ପାଇଁ ତାହାଙ୍କ ଆଡକୁ ମାଡି ଆସୁଥିଲେ।
10 porque tinha curado a muitos, de tal maneira que todos quantos tinham algum mal se arrojavam sobre ele, para lhe tocarem.
11 କେତକେ ଲୋକଙ୍କ ଦହେ ରେ ଦୁଷ୍ଟାତ୍ମାମାନେ ପ୍ରବେଶ କରିଥିଲେ। ଯେତବେେଳେ ସହେି ଦୁଷ୍ଟାତ୍ମାମାନେ ଯୀଶୁଙ୍କୁ ଦେଖୁଥିଲେ, ସମାନେେ ତାହାଙ୍କ ଆଗ ରେ ପଡି ଯାଇ ଚିତ୍କାର କରି କହୁଥିଲେ, ତୁମ୍ଭେ ପରମେଶ୍ବରଙ୍କ ପୁତ୍ର।
11 E os espíritos imundos, vendo-o, prostravam-se diante dele e clamavam, dizendo: Tu és o Filho de Deus.
12 କିନ୍ତୁ ଯୀଶୁ ସମାନଙ୍କେୁ ଦୃଢ ଭାବରେ ଆଜ୍ଞା ଦେଲେ ଯେ ସେ କିଏ, ଏହା ସମାନେେ ଲୋକମାନଙ୍କୁ ଯେପରି ନ କୁହନ୍ତି।
12 E ele os ameaçava muito, para que não o manifestassem.
13 ତା'ପରେ ଯୀଶୁ ଗୋଟିଏ ପାହାଡ ଉପରକୁ ଗଲେ। ସେ ଯେଉଁ ଲୋକମାନଙ୍କୁ ଛାହିଁଲେ, ସମାନଙ୍କେୁ ତାହାଙ୍କ ପାଖକୁ ଆସିବାକୁ କହିଲେ। ସମାନେେ ଯୀଶୁଙ୍କ ପାଖକୁ ଗଲେ।
13 E subiu ao monte e chamou para si os que ele quis; e vieram a ele.
14 ଯୀଶୁ ସମାନଙ୍କେ ମଧ୍ଯରୁ ବାରଜଣଙ୍କୁ ବାଛି ପ୍ ରରେିତ ବୋଲି ନାମିତ କଲେ। ଯୀଶୁ ଚାହୁଁଥିଲେ ଯେ ସମାନେେ ତାହାଙ୍କ ସହିତ ରହିବେ। ସେ ସମାନଙ୍କେୁ ପ୍ରଚାର ଉଦ୍ଦେଶ୍ଯ ରେ ଅନ୍ୟ ସ୍ଥାନ ଗୁଡିକୁ ପଠାଇବେ ଓ
14 E nomeou doze para que estivessem com ele e os mandasse a pregar
15 ଲୋକମାନଙ୍କ ଦହରେୁ ଭୁତମାନଙ୍କୁ ତଡି ଦବୋ ପାଇଁ ସମାନଙ୍କେର ଅଧିକାର ରହିବ।
15 e para que tivessem o poder de curar as enfermidades e expulsar os demônios:
16 ଯୀଶୁ ମନୋନୀତ କରିଥିବା ବାରଜଣଙ୍କ ନାମ ଏହିଭଳି; ଶିମାନେ (ଯାହାଙ୍କୁ ସେ ପିତର ବୋଲି ନାମ ଦେଲେ)।
16 Simão, a quem pôs o nome de Pedro;
17 ଜବଦେିଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନ ( ଯେଉଁମାନଙ୍କୁ ସେ ବିନରେି ଗୋ୍ ଅର୍ଥାତ ମେଘ ଗର୍ଜ୍ଜନର ପୁତ୍ର ନାମ ଦେଲେ)।
17 Tiago, filho de Zebedeu, e João, irmão de Tiago, aos quais pôs o nome de Boanerges, que significa: Filhos do trovão;
18 ଆନ୍ଦ୍ରିୟ, ଫିଲିପ୍ପ, ବର୍ଥଲମି, ମାଥିଉ, ଥୋମା, ଆଲଫିଙ୍କ ପୁତ୍ର ଯାକୁବ, ଥଦ୍ଦୀୟ, କିଣାନୀୟ ବା ଉଦ୍ ଯୋଗୀ ଶିମାନେ ଜି ଲୋଟ
18 André, e Filipe, e Bartolomeu, e Mateus, e Tomé, e Tiago, filho de Alfeu, e Tadeu, e Simão, o Zelote,
19 ତଥା ଈଷ୍କରିଯୋଥ ଯୀହୂଦା। ଏହି ଯିହୁଦା ପରେ ପ୍ରବଞ୍ଚନ କରି ଯୀଶୁଙ୍କୁ ଶତୃ ହସ୍ତ ରେ ଅର୍ପଣ କରିଥିଲା।
19 e Judas Iscariotes, o que o traiu.
20 ତା'ପରେ ଯୀଶୁ ଘରକୁ ଫରେିଗଲେ। ସଠାେରେ ମଧ୍ଯ ଅନକେ ଲୋକ ଜମା ହାଇଗେଲେ। ସଠାେରେ ଏତେ ଲୋକ ଥିଲେ ଯେ ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ଖାଇ ମଧ୍ଯ ପାରିଲନୋହିଁ।
20 E foram para uma casa. E afluiu outra vez a multidão, de tal maneira que nem sequer podiam comer pão.
21 ଯୀଶୁଙ୍କ ପରିବାରର ଲୋକେ ଏସବୁ ଶୁଣିଲେ। ସମାନେେ ଯୀଶୁଙ୍କୁ ଆଣିବାକୁ ଗଲେ। କାରଣ ଲୋକେ କୁହାକୁହି ହେଉଥିଲେ ଯେ, ଯୀଶୁଙ୍କ ମତିଭ୍ରମ ହେଲାଣି।
21 E, quando os seus parentes ouviram isso, saíram para o prender, porque diziam: Está fora de si.
22 ୟିରୁଶାଲମରୁ ଆସିଥିବା ଧର୍ମଶାସ୍ତ୍ରୀମାନେ କହିଲେ, ଯୀଶୁଙ୍କ ଦହେ ରେ ବାଆଲ୍ଜିବୂଲ୍ ପଶି ଯାଇଛି। ସେଥି ଯୋଗୁ ଯୀଶୁ ଭୂତମାନଙ୍କ ମୁଖିଆଙ୍କର ଶକ୍ତି ସାହାୟ୍ଯ ରେ ଭୂତମାନଙ୍କୁ ତଡି ଦେଉଛନ୍ତି।
22 E os escribas, que tinham descido de Jerusalém, diziam: Tem Belzebu e pelo príncipe dos demônios expulsa os demônios.
23 ତେଣୁ ଯୀଶୁ ସମାନଙ୍କେୁ ପାଖକୁ ଡାକିଲେ ଏବଂ ଦୃଷ୍ଟାନ୍ତ ମାଧ୍ଯମ ରେ ସମାନଙ୍କେୁ ବୁଝାଇଲେ, ଶୟତାନ କିପରି ଶୟତାନକୁ ତଡି ଦଇେ ପାରିବ?
23 E, chamando-os a si, disse-lhes por parábolas: Como pode Satanás expulsar Satanás?
24 ଯଦି କୌଣସି ରାଜ୍ଯ ନିଜ ଭିତ ରେ ୟୁଦ୍ଧ କରେ ତବେେ ତାହା ଆଉ ତିଷ୍ଟି ରହି ପାରିବନାହିଁ।
24 Se um reino se dividir contra si mesmo, tal reino não pode subsistir;
25 ଯଦି କୌଣସି ପରିବାର ନିଜ ଭିତ ରେ ଭାଗ-ଭାଗ ହାଇେ ଯାଏ, ତବେେ ସେ ପରିବାର ତିଷ୍ଟି ରହି ପାରିବନାହିଁ।
25 e se uma casa se dividir contra si mesma, tal casa não pode subsistir.
26 ସହେି ଭଳି ଯଦି ଜଣେ ଶୟତାନ ବିଭାଜିତ ହାଇେ ନିଜ ବିରୁଦ୍ଧ ରେ ଲଢଇେ କରେ, ତବେେ ସେ ମଧ୍ଯ ତିଷ୍ଠି ରହି ପାରିବନାହିଁ। ବରଂ ତାହାର ଅନ୍ତ ହାଇଯେିବ।
26 Se Satanás se levantar contra si mesmo, e for dividido, não pode subsistir; antes, tem fim.
27 ଯଦି ଜଣେ ଲୋକ ଗୋଟିଏ ଶକ୍ତିଶାଳୀ ଲୋକର ଘ ରେ ପଶି ତାର ସମ୍ପତ୍ତି ଲୁଟି ନବୋକୁ ଚାହିଁବ, ତବେେ ପ୍ରଥମେ ସେ ଶକ୍ତିଶାଳୀ ଲୋକଟିକୁ ବାନ୍ଧିବା ଦରକାର। ତା'ପରେ ସେ ଶକ୍ତିଶାଳୀ ଲୋକଟିର ଘର ଲୁଟି କରି ସବୁ ଜିନିଷ ନଇେ ଯାଇ ପାରିବ।
27 Ninguém pode roubar os bens do valente, entrando-lhe em sua casa, se primeiro não manietar o valente; e, então, roubará a sua casa.
28 ମୁଁ ତୁମ୍ଭକୁ ସତ୍ଯ କହୁଛି। ଲୋକେ ଯେଉଁ ସବୁ ପାପ କରୁଛନ୍ତି, ସଗେୁଡିକୁ କ୍ଷମା କରି ଦିଆ ଯାଇ ପାରିବ। ଲୋକେ ପରମେଶ୍ବରଙ୍କ ବିରୁଦ୍ଧ ରେ ଯେତେ ସବୁ ଖରାପ କଥା କହୁଛନ୍ତି, ସେସବୁଗୁଡିକୁ ମଧ୍ଯ କ୍ଷମା କରି ଦିଆଯାଇ ପାରିବ।
28 Na verdade vos digo que todos os pecados serão perdoados aos filhos dos homens, e toda sorte de blasfêmias, com que blasfemarem.
29 କିନ୍ତୁ ପବିତ୍ର ଆତ୍ମାଙ୍କ ବିରୁଦ୍ଧ ରେ ଯେଉଁ ଲୋକ କିଛି କହିବ, ତାହାକୁ କବେେ ହେଲେ କ୍ଷମା ମିଳିବ ନାହିଁ। ସେ ସବୁବେଳେ ସହେି ପାପର ଦୋଷୀ ହବେ।
29 Qualquer, porém, que blasfemar contra o Espírito Santo, nunca obterá perdão, mas será réu do eterno juízo.
30 ଧର୍ମଶାସ୍ତ୍ରୀମାନେ ଯୀଶୁଙ୍କଠା ରେ ଦୁଷ୍ଟାତ୍ମା ଅଛି ବୋଲି କହିଥିବାରୁ, ଯୀଶୁ ଏସବୁ କହିଲେ।
30 (Porque diziam: Tem espírito imundo.)
31 ତା'ପରେ ଯୀଶୁଙ୍କ ମାଆ ଓ ଭାଇମାନେ ସଠାେକୁ ଆସିଲେ। ସମାନେେ ବାହା ରେ ଠିଆ ହେଲେ ଓ ଗୋଟିଏ ଲୋକକୁ ଯୀଶୁଙ୍କୁ ବାହାରକୁ ଆସିବା ପାଇଁ ଡକାଇ ପଠଇେଲେ।
31 Chegaram, então, seus irmãos e sua mãe; e, estando de fora, mandaram-no chamar.
32 ସେତବେେଳେ ଯୀଶୁଙ୍କ ଚାରିପଟେ ଲୋକମାନେ ଘରେି ବସିଥିଲେ। ସମାନେେ ତାହାଙ୍କୁ କହିଲେ, ତୁମ୍ଭ ମାଆ ଓ ଭାଇମାନେ ତୁମ୍ଭକୁ ବାହା ରେ ଅପେକ୍ଷା କରିଛନ୍ତି।
32 E a multidão estava assentada ao redor dele, e disseram-lhe: Eis que tua mãe e teus irmãos te procuram e estão lá fora.
33 ଯୀଶୁ ପଚାରିଲେ, କିଏ ମାରେ ମାଆ? କେଉଁମାନେ ମାରେ ଭାଇ?
33 E ele lhes respondeu, dizendo: Quem é minha mãe e meus irmãos?
34 ତା'ପରେ ଯୀଶୁ ତାହାଙ୍କ ଚାରି ପାଖ ରେ ବସିଥିବା ଲୋକମାନଙ୍କ ଆଡେ ଚାହିଁଲେ। ସେ କହିଲେ, ଏ ଲୋକମାନେ ମାରେ ମାଆ ଓ ଭାଇ।
34 E, olhando em redor para os que estavam assentados junto dele disse: Eis aqui minha mãe e meus irmãos.
35 ଯେଉଁମାନେ ପରମେଶ୍ବରଙ୍କ ଇଛାକୁ କାର୍ୟ୍ଯକାରୀ କରନ୍ତି, ସମାନେେ ହିଁ ମାରେ ଭାଇ, ଭଉଣୀ ଓ ମାଆ।
35 Porquanto qualquer que fizer a vontade de Deus, esse é meu irmão, e minha irmã, e minha mãe.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Marcos 3, comparar traduções ou montar um estudo — tudo direto pelo WhatsApp.