Marcos 4

Oriya Bible (GL_ORIYA) vs NAA

Sair da comparação
NAA Nova Almeida Atualizada 2017
1 ଯୀଶୁ ପୁଣି ହ୍ରଦ କୂଳ ରେ ଉପଦେଶ ଦବୋ ଆରମ୍ଭ କଲେ। ସଠାେରେ ତାହାଙ୍କ ଚାରିପଟେ ବହୁତ ଲୋକ ଜମା ହାଇଗେଲେ। ତେଣୁ ସେ ହ୍ରଦ ରେ ଥାବା ଗୋଠିଏ ଡଙ୍ଗା ରେ ଯାଇ ବସିଲେ। ଅନ୍ୟ ସବୁ ଲୋକ ହ୍ରଦର କୂଳ ରେ ଠିଆ ହାଇେ ରହିଲେ।
1 Jesus começou a ensinar outra vez à beira-mar. E uma numerosa multidão se reuniu em volta dele, de modo que entrou num barco, onde se assentou, afastando-se da praia. E todo o povo estava à beira-mar, na praia.
2 ଯୀଶୁ ଡଙ୍ଗା ରେ ଥାଇ ଲୋକମାନଙ୍କୁ ଶିକ୍ଷା ଦେଲେ। ସେ ସମାନଙ୍କେୁ ଉପଦେଶ ଦବୋ ପାଇଁ ଅନକଗେୁଡିଏ ଦୃଷ୍ଟାନ୍ତ ଦେଲେ। ତାହାଙ୍କ ଶିକ୍ଷା ରେ ସେ କହିଲେ,
2 Assim, ensinava-lhes muitas coisas por parábolas e, durante o seu ensino, dizia:
3 ଶୁଣ; ଜଣେ ଚାଷୀ ବୀଜ ବୁଣିବାକୁ ବାହାରିଲା।
3 — Escutem! Eis que o semeador saiu a semear.
4 ଯେତବେେଳେ ଚାଷୀଟି ବୀଜ ବୁଣୁଥିଲା, ସେଥିରୁ କିଛି ବୀଜ ରାସ୍ତା ରେ ପଡିଗଲା। ପକ୍ଷୀମାନେ ଆସି ସତକେ ଖାଇ ଦେଲେ।
4 E, ao semear, uma parte caiu à beira do caminho, e vieram as aves e a comeram.
5 ଆଉ କିଛି ବୀଜ ପଥୁରିଆ ଜମି ରେ ପଡିଗଲା। ସେ ଜମି ରେ ୟଥେଷ୍ଟ ମାଟି ନଥିଲା। ୟଥେଷ୍ଟ ମାଚି ନଥିବାରୁ ସେ ବୀଜଗୁଡିକ ଅତି ଶୀଘ୍ର ଗଜା ହାଇଗେଲା।
5 Outra parte caiu em solo rochoso, onde a terra era pouca, e logo nasceu, visto não ser profunda a terra.
6 କିନ୍ତୁ ସୂର୍ୟ୍ଯ ଆକାଶ ରେ ଉଠିବା ପରପରେେ ଉତ୍ତାପ ହତେୁ ଗଜାଗୁଡିକ ଜଳି ଗଲା। ମାଟି ଭିତରକୁ ଚରେ ଗଭୀର ଭାବରେ ଯାଇ ପାରି ନ ଥିବାରୁ ଗଛ ଚାରାଗୁଡିକ ଶୁଖି ଗଲା।
6 Saindo, porém, o sol, a queimou; e, porque não tinha raiz, secou-se.
7 କିଛି ବୀଜ କଣ୍ଟାବୁଦାଗୁଡିକ ଭିତ ରେ ପଡିଗଲା। କଣ୍ଟାବୁଦାଗୁଡିକ ବଢୁ ଥିଲା, ତେଣୁ କଣ୍ଟାବୁଦା ଗୁଡିକ ଗଛଚାରାଗୁଡିକୁ ଚାପି ଦଲୋ, ତା' ଫଳ ରେ ସଗେୁଡିକ ଭଲ ଭାବରେ ବଢି ପାରିଲାନାହିଁ। ତେଣୁ ସେଥି ରେ ଫଳ ଫଳିଲା ନାହିଁ
7 Outra parte caiu entre os espinhos; e os espinhos cresceram e a sufocaram, e não deu fruto.
8 କେତକେ ବୀଜ ଭଲ ମାଟି ରେ ପଡିଲା। ସେଥିରୁ ଗଛ ହେଲା। ଗଛ ଭଲ ବଢିଲା ଓ ଫଳ ଫଳିଲା କେତକେ ଗଛ ରେ ତିରିଶଗୁଣ ବା ଷାଠିଏଗୁଣ ବା ଏପରିକି କେତକେ ଗଛ ରେ ଶ ହଗେୁଣ ପର୍ୟ୍ଯନ୍ତ ଫଳ ଫଳିଲା।
8 Outra, enfim, caiu em boa terra e deu fruto; a semente brotou, cresceu e produziu a trinta, a sessenta e a cem por um.
9 ତା'ପରେ ଯୀଶୁ କହିଲେ, ତୁମ୍ଭମାନଙ୍କ ଭିତରୁ ୟିଏ ଶୁଣୁଛି, ଶୁଣୁ।
9 E Jesus acrescentou:
10 ପରେ ଯେତବେେଳେ ଯୀଶୁ ଏକୁଟିଆ ଥିଲେ, ସେତବେେଳେ ତାହାଙ୍କର ବାର ଜଣ ଯାକ ପ୍ ରରେିତ ଓ ଅନ୍ୟ ଶିଷ୍ଯମାନେ ତାହାଙ୍କୁ ଦୃଷ୍ଟାନ୍ତ ସମ୍ବନ୍ଧ ରେ ପଚାରିଲେ।
10 Quando Jesus ficou só, os que estavam junto dele com os doze começaram a lhe fazer perguntas a respeito das parábolas.
11 ଯୀଶୁ କ ହେଲେ, କବଳେ ତୁମ୍ଭମାନଙ୍କୁ ପରମେଶ୍ବରଙ୍କ ରାଜ୍ଯର ନିଗୁଢ ତତ୍ତ୍ବ ବୁଝି ପାରିବା ପାଇଁ ଶକ୍ତି ଦିଆ ଯାଇଛି। କିନ୍ତୁ ଅନ୍ୟମାନଙ୍କ ପାଇଁ ମୁଁ ଦୃଷ୍ଟାନ୍ତ ମାଧ୍ଯମ ରେ ସବୁକଥା କହୁଛି।
11 Jesus disse a eles:
12 ମୁଁ ଏପରି କରେ କାରଣ:
12 para que, vendo, vejam e não percebam; e, ouvindo, ouçam e não entendam; para que não venham a converter-se e sejam perdoados.
13 ତା'ପରେ ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନେେ ଏହି ଦୃଷ୍ଟାନ୍ତ ବୁଝି ପାରୁଛ କି? ତବେେ ଅନ୍ୟ ଦୃଷ୍ଟାନ୍ତଗୁଡିକ କିପରି ବୁଝିବ?
13 Então Jesus lhes perguntou:
14 ଚାଷୀଟି ଲୋକମାନଙ୍କ ମନ ମଧିଅରେ ପରମେଶ୍ବରଙ୍କ ଉପଦେଶ ବୁଣୁଥିବା ଲୋକ ଭଳି।
14 O semeador semeia a palavra.
15 େ ବେଳବେଳେ ବାକ୍ଯ ରାସ୍ତା ରେ ପଡି ଯାଏ। କେତକେ ଲକେ ଏହି ରାସ୍ତା ଭଳି, ସହେି ଲୋକମାନେ ପରମେଶ୍ବରଙ୍କ ବାକ୍ଯ ଶୁଣନ୍ତି କିନ୍ତୁ ଶୟତାନ ତତ୍କ୍ଷଣାତ୍ ଆସି ସମାନଙ୍କେ ମଧିଅରେ ବୁଣ ଯାଇ ଥିବା ବାକ୍ଯକୁ ନଇେ ଯାଏ।
15 Estes são os da beira do caminho, onde a palavra é semeada: quando a ouvem, logo Satanás vem e tira a palavra semeada neles.
16 ଆଉ କେତକେ ଲୋକ ପଥୁରିଆ ଜମି ରେ ବୁଣା ଯାଇଥିବା ବୀଜ ଭଳି, ସମାନେେ ବାକ୍ଯ ଶୁଣନ୍ତି ଏବଂ ଶୀଘ୍ର ଆନନ୍ଦ ରେ ତାହା ଗ୍ରହଣ କରି ନିଅନ୍ତି।
16 E estes são os semeados em solo rochoso, os quais, ouvindo a palavra, logo a recebem com alegria.
17 କିନ୍ତୁ ତାହାର ଚରେ ତାହାଙ୍କ ହୃଦୟର ଗଭୀରତା ରେ ପ୍ରବେଶ କରି ପା ରେ ନାହିଁ। କବଳେ କିଛି କ୍ଷଣ ପାଇଁ ସମାନେେ ବାକ୍ଯକୁ ଧରି ରଖନ୍ତି। ପରେ ଯେତବେେଳେ ବାକ୍ଯ ୟୋଗୁ ବିପଦ ଆ ସେ ବା ସମାନେେ ନିର୍ୟ୍ଯାତିତ ହୁଅନ୍ତି, ସେତବେେଳେ ସମାନେେ ତୁରନ୍ତ ବିଶ୍ବାସ ପରିତ୍ଯାଗ କରନ୍ତି।
17 Mas eles não têm raiz em si mesmos, sendo de pouca duração. Quando chega a angústia ou a perseguição por causa da palavra, logo se escandalizam.
18 ଆଉ କେତକେ ଲୋକ କଣ୍ଟାବୁଦାଗୁଡିକରେ ପଡି ଯାଇଥିବା ବୀଜ ଭଳି। ଏମାନେ ବାକ୍ଯ ଶୁଣନ୍ତି।
18 Os outros, os semeados entre os espinhos, são os que ouvem a palavra,
19 କିନ୍ତୁ ତାହାଙ୍କ ମନ ରେ ଜୀବନର ଚିନ୍ତା, ଧନ-ସମ୍ପତ୍ତିର ମାହେ ଓ ଅନ୍ୟ ବସ୍ତୁ ଲାଭ କରିବାର ଲାଳସା ଆ ସେ ଓ ସଗେୁଡିକ ବାକ୍ଯକୁ ଚାପି ପକାଏ। ଫଳ ରେ ତାହା ସମାନଙ୍କେ ଜୀବନ ରେ ଫଳହୀନ ହୁଏ।
19 mas as preocupações deste mundo, a fascinação da riqueza e outras ambições aparecem e sufocam a palavra, e ela fica infrutífera.
20 କେତକେ ଲୋକ ଭଲମାଟି ରେ ବୁଣା ଯାଇଥିବା ବୀଜ ଭଳି, ସମାନେେ ବାକ୍ଯକୁ ଶୁଣନ୍ତି ଓ ତା ହେ ଗ୍ରହଣ କରନ୍ତି। ତା'ପରେ ସମାନେେ ବୃଦ୍ଧି ପାଇ ଫଳପ୍ରଦ ହୁଅନ୍ତି। ତାହା େ ବେଳବେଳେ ତିରିଶ ଗୁଣ, ଷାଠିଏ ଗୁଣ ବା ଶ ହେ ଗୁଣ ପର୍ୟ୍ଯନ୍ତ ଫଳ ଦଇେଥାଏ।
20 Os que foram semeados em boa terra são aqueles que ouvem a palavra e a recebem, frutificando a trinta, a sessenta e a cem por um.
21 ତା'ପରେ ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭେ କ'ଣ ହାଣ୍ଡି ତଳେ କି ଖଟ ତଳେ ଦୀପଟିଏ ରଖ କି? ତୁମ୍ଭ ଦୀପ ରୁଖା ଉପରେ ଦୀପ ରଖ।
21 Jesus também lhes disse:
22 ତବେେ ଯାହା କିଛି ଲୁଚି ରହିଛି, ତାହା ସ୍ପଷ୍ଟ ହାଇୟିବେ। ଯା ହେ କିଛି ରହସ୍ଯ ହାଇେ ରହିଛି, ତାହା ପ୍ରକାଶ ପାଇବ।
22 Porque não há nada oculto, senão para ser manifesto; e nada escondido, senão para ser revelado.
23 ମାେତେ ଶୁଣିଥିବା ଲୋକମାନେ ଶୁଣନ୍ତୁ।
23 Se alguém tem ouvidos para ouvir, ouça.
24 ତୁମ୍ଭେ ଯାହା ଶୁଣୁଛ, ତାହା ଉପରେ ସାବଧାନ ହାଇେ ବିଚାର କରା ତୁମ୍ଭେ ଯେଉଁଭଳି ଭାବରେ ଅନ୍ୟକୁ ଦେଉଛ, ପରମେଶ୍ବର ତୁମ୍ଭକୁ ଠିକ୍ ସହେିଭଳି ଭାବରେ ଦବେେ। ବରଂ ପରମେଶ୍ବର ତୁମ୍ଭକୁ ଆହୁରି ଅଧିକ ଦବେେ।
24 Então lhes disse:
25 ଯାହା ପାଖ ରେ କିଛି ଅଛି, ତାହାକୁ ଆଉ ଅଧିକ ଦିଆୟିବ। କିନ୍ତୁ ଯାହା ପାଖ ରେ ଖୁବ୍ କମ୍ ଅଛି, ତାହା ମଧ୍ଯ ସେ ହ ରଇେ ବସିବ।
25 Pois ao que tem, mais será dado; e, ao que não tem, até o que tem lhe será tirado.
26 ଯୀଶୁ ପୁଣି କହିଲେ, ପରମେଶ୍ବରଙ୍କ ରାଜ୍ଯ, ଜମି ରେ ବୀଜ ବୁଣୁଥିବା ଲୋକଟିଏ ଭଳି।
26 Jesus disse ainda:
27 ବୀଜରୁ ଅଙ୍କୁର ବାହାରି ଦିନରାତି ବଢିବାକୁ ଲାଗେ। ସହେି ଲୋକ ଦିନ ରେ ଚଇେଁଥାଉ କି ରାତି ରେ ଶାଇେଥାଉ, ସେଥି ରେ କିଛି ଯାଏ ଆ ସେ ନାହିଁ। ତଥାପି ଅଙ୍କୁରଟି ଆପଣା ଛାଁଏ ବଢି ଚାଲୁଥାଏ। ସହେ ଲୋକ ଜାଣିପା ରେ ନାହିଁ ଯେ ଅଙ୍କୁରଟି କିପରି ବଢୁଛି।
27 Ele dorme e acorda, de noite e de dia, e a semente germina e cresce, sem que ele saiba como.
28 କାହାରି ସାହାୟ୍ଯ ବିନା ଭୂମି ଆପେ ଆପେ ଶସ୍ଯ ଉତ୍ପନ୍ନ କରେ। ପ୍ରଥମେ ଅଙ୍କୁର, ତା ପରେ କେଣ୍ଡା ହୁଏ। ତା'ପରେ କେଣ୍ଡାରୁ ପରିପୂର୍ଣ୍ଣ ଶସ୍ଯ ହୁଏ,
28 A terra por si mesma frutifica: primeiro aparece a planta, depois, a espiga, e, por fim, o grão cheio na espiga.
29 ଯେତବେେଳେ ଶସ୍ଯ ପାଚିଯାଏ, ସେତବେେଳେ ସହେି ଲୋକ ଦାଆ ନଇେ ତାକୁ କାଟେ। କାରଣ ଏହାହିଁ ଅମଳ କରିବାର ଉପୟୁକ୍ତ ସମୟ।
29 E, quando o fruto já está maduro, logo manda cortar com a foice, porque chegou a colheita.
30 ସେ ପୁଣି କହିଲେ, ପରମେଶ୍ବରଙ୍କ ରାଜ୍ଯ ସଂପର୍କ ରେ କ'ଣ କହି ମୁଁ ତୁମ୍ଭକୁ ବୁଝାଇବି? ମୁଁ କେଉଁ ଦୃଷ୍ଟାନ୍ତ ମାଧ୍ଯମ ରେ ଏହା ବୁଝାଇବି?
30 Disse mais:
31 ପରମେଶ୍ବରଙ୍କ ରାଜ୍ଯ ଗୋଟିଏ ସୋରି। ଦାନା ଭଳି। ଏହି ସୋରି। ଦାନା, ତୁମ୍ଭେ ଜମି ରେ ବୁଣୁଥିବା ବୀଜଗୁଡିକ ଭିତ ରେ ସବୁଠାରୁ ଛଟେ।
31 Ele é como um grão de mostarda, que, quando semeado, é a menor de todas as sementes sobre a terra;
32 କିନ୍ତୁ ତୁମ୍ଭେ ବୁଣିବା ପରେ ଏହି ବୀଜ ବଢି ତୁମ୍ଭ ବଗିଚାର ଅନ୍ୟ ଗଛମାନଙ୍କ ଭିତ ରେ ସବୁଠାରୁ ବଡ ହାଇଯୋଏ। ତା'ର ଶାଖା ଗୁଡିକ ବଡ ହାଇଯୋଏ। ପକ୍ଷୀମାନେ ଆସି ତା ଛାଇ ରେ ବସା ବାନ୍ଧି ରହନ୍ତି।
32 mas, uma vez semeada, cresce e se torna maior do que todas as hortaliças; cria ramos tão grandes, que as aves do céu podem se aninhar à sua sombra.
33 ଯୀଶୁ ଏହି ଭଳି ଅନକେ ଦୃଷ୍ଟାନ୍ତ ମାଧ୍ଯମ ରେ ସମାନଙ୍କେୁ ଉପଦେଶ ପ୍ରଦାନ କରୁଥିଲେ। ସମାନଙ୍କେର ବୁଝି ପାରିବା କ୍ଷମତା ଅନୁସାରେ ଯୀଶୁ ସମାନଙ୍କେୁ କହୁଥିଲେ।
33 E com muitas parábolas semelhantes Jesus lhes expunha a palavra, conforme podiam compreendê-la.
34 ଯୀଶୁ ଲୋକଙ୍କୁ ଉପଦେଶ ଦଲୋ ବେଳେ ସବୁବେଳେ ଦୃଷ୍ଟାନ୍ତର ପ୍ରଯୋଗ କରୁଥିଲେ। କିନ୍ତୁ ଯୀଶୁଙ୍କ ସହିତ ତାହାଙ୍କ ଶିଷ୍ଯମାନେ ଏକୁଟିଆ ଥିବା ବେଳେ, ଯୀଶୁ ସମାନଙ୍କେୁ ସବୁଗୁଡିକର ଅର୍ଥ ସ୍ପଷ୍ଟ ଭାବରେ ବୁଝଇେ ଦେଉଥିଲେ।
34 E sem parábolas não lhes falava; tudo, porém, explicava em particular aos seus próprios discípulos.
35 ସହେିଦିନ ସନ୍ଧ୍ଯା ବେଳେ ଯୀଶୁ ତାହାଙ୍କ ଶିଷ୍ଯମାନଙ୍କୁ କହିଲେ, ଚାଲ, ଆର ପଟକୁ ୟିବା।
35 Naquele dia, sendo já tarde, Jesus disse aos discípulos:
36 ତେଣୁ ସମାନେେ ସବୁ ଲୋକଙ୍କୁ ସଠାେରେ ଛାଡି ଦେଲେ। ଯେଉଁ ଡଙ୍ଗା ରେ ଯୀଶୁ ପୂର୍ବରୁ ବସି ସାରିଥିଲେ, ଶିଷ୍ଯମାନେ ମଧ୍ଯ ଯାଇ ସେଥି ରେ ବସିଲେ। ସଠାେରେ ଅନ୍ୟ ଡଙ୍ଗାଗୁଡିକ ମଧ୍ଯ ଥିଲା।
36 E eles, despedindo a multidão, o levaram assim como estava, no barco; e outros barcos o seguiam.
37 ତା'ପରେ ହ୍ରଦ ରେ ଗୋଟିଏ ଭୟଙ୍କର ଝଡ ସୃଷ୍ଟି ହେଲା। ଡଙ୍ଗା ଆଡକୁ ଢେଉ ମାଡି ଆସିଲା। ଡଙ୍ଗା ରେ ପାଣି ପ୍ରାୟ ଭର୍ତ୍ତି ହାଇଗେଲା।
37 Ora, levantou-se grande temporal de vento, e as ondas se arremessavam contra o barco, de modo que o mesmo já estava se enchendo de água.
38 ଯୀଶୁ ଡଙ୍ଗା ଭିତ ରେ ପଛ ମଙ୍ଗ ରେ ଗୋଟିଏ ତକିଆ ରେ ମୁଣ୍ଡ ଦଇେ ଶାଇେ ପଡିଥିଲେ। ତାହାଙ୍କ ଶିଷ୍ଯମାନେ ତାହାଙ୍କ ପାଖକୁ ଯାଇ ତାହାଙ୍କୁ ଉଠାଇଲେ। ସମାନେେ କହିଲେ, ଗୁରୁ, ତୁମ୍ଭେ କ'ଣ ଆମ୍ଭ କଥା କିଛି ଚିନ୍ତା କରୁ ନାହଁ, ବର୍ତ୍ତମାନ ଆମ୍ଭେ ବୁଡିୟିବା।
38 E Jesus estava na popa, dormindo sobre o travesseiro. Os discípulos o acordaram e lhe disseram: — Mestre, o senhor não se importa que pereçamos?
39 ଯୀଶୁ ଉଠି ପଡିଲେ, ସେ ପବନକୁ ଧମକ ଦେଲେ ଓ ଢେଉକୁ କହିଲେ, ଶାନ୍ତ ହୁଅ, ସ୍ଥିର ହୁଅ। ତା'ପରେ ଝଡ ବନ୍ଦ ହାଇଗେଲା। ହ୍ରଦ ଶାନ୍ତ ହାଇଗେଲା।
39 E ele, despertando, repreendeu o vento e disse ao mar: O vento se aquietou, e tudo ficou bem calmo.
40 ତା'ପରେ ଯୀଶୁ ଶିଷ୍ଯମାନଙ୍କୁ କହିଲେ, ତୁମ୍ଭମାନେେ କାହିଁକି ଭୟ କରୁଛ? ଏ ପର୍ୟ୍ଯନ୍ତ କ'ଣ ତୁମ୍ଭମାନଙ୍କର ବିଶ୍ବାସ ହାଇନୋହିଁ?
40 Então Jesus lhes perguntou:
41 ସମାନେେ କିନ୍ତୁ ବହୁତ ଡରି ଯାଇଥିଲେ। ସମାନେେ ନିଜ ଭିତ ରେ ପଚରା ଉଚରା ହେଲେ, ଏ କେଉଁ ପ୍ରକାରର ଲୋକ? ଏପରିକି ପବନ ଓ ପାଣି ମଧ୍ଯ ତାହାଙ୍କୁ ମାନୁଛନ୍ତି।
41 E eles, possuídos de grande temor, diziam uns aos outros: — Quem é este que até o vento e o mar lhe obedecem?

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Marcos 4, comparar traduções ou montar um estudo — tudo direto pelo WhatsApp.