Marcos 5

Oriya Bible (GL_ORIYA) vs NTLH

Sair da comparação
NTLH Nova Tradução na Linguagem de Hoje 2000
1 ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ହ୍ରଦର ଅପର ପାଶର୍‌ବର ଗରାଶୀୟମାନଙ୍କ ଦେଶ ରେ ପହନ୍ଚିଲେ।
1 Jesus e os discípulos chegaram à região de Gerasa, no lado leste do lago da Galileia.
2 ଯୀଶୁ ଡଙ୍ଗାର ବାହାରକୁ ଆସିବା ମାତ୍ ରେ ଗୋଟିଏ ଲୋକ କବର ମଧ୍ଯରୁ ବାହାରି ତାହାଙ୍କ ପାଖକୁ ଆସିଲା ା ତା' ଦହେ ରେ ଦୁଷ୍ଟାତ୍ମାଟି ପ୍ରବେଶ କରି ରହିଥିଲା।
2 Assim que Jesus saiu do barco, foi encontrar-se com ele um homem que estava dominado por um espírito mau.
3 ସେ ଲୋକଟି କବର ମଧିଅରେ ରହୁଥିଲା। ତାହାକୁ କହେି ହେଲେ ବାନ୍ଧି ପାରୁ ନଥିଲେ। ଏପରିକି ଶିକୁଳି ରେ ମଧ୍ଯ ତାକୁ ବାନ୍ଧି ପାରୁ ନଥିଲେ।
3 O homem vinha do cemitério, onde estava morando. Ninguém conseguia prendê-lo, nem mesmo usando correntes.
4 କାରଣ ତାହାକୁ ଅଧିକାଂଶ ସମୟରେ ହାତକଡି ଓ ବଡେି ଦ୍ବାରା ବାନ୍ଧି ଦିଆଯାଉଥିଲା। କିନ୍ତୁ ସେ ହାତକଡିକୁ ଛିଣ୍ଡାଇ ଖାଲିେ ଦେଉଥିଲା ଓ ଶିକୁଳିକୁ ଖଣ୍ଡ-ଖଣ୍ଡ କରି ଛିଣ୍ଡାଇ ଦେଉଥିଲା। କହେି ହେଲେ ତାକୁ ନିୟନ୍ତ୍ରିତ କରିପାରୁ ନ ଥିଲେ।
4 Muitas vezes já tinham amarrado as suas mãos e os seus pés com correntes de ferro, mas ele quebrava tudo, e ninguém conseguia dominá-lo.
5 ସେ ଦିନରାତି ସଦା ବେଳେ କବର ଓ ପାହାଡ ରେ ଥାଇ ଚିତ୍କାର କରୁଥିଲା ଓ ନିଜକୁ ପଥର ରେ କ୍ଷତ ବିକ୍ଷତ କରି ପକାଉଥିଲା।
5 Passava os dias e as noites nos montes e entre os túmulos, gritando e se ferindo de propósito com pedras.
6 ଲୋକଟି ଯୀଶୁଙ୍କୁ ଦୂରରୁ ଦେଖି ତାହାଙ୍କ ପାଖକୁ ଧାଇଁ ଆସିଲା ଓ ପ୍ରଣାମ କରି ତାହାଙ୍କ ଆଗ ରେ ପଡିଗଲା।
6 Ele viu Jesus de longe, correu, caiu de joelhos diante dele
7 ଯୀଶୁ ଲହେି ଲୋକକୁ କହିଲେ, ରେ ଦୁଷ୍ଟାତ୍ମା, ଏହି ଲୋକ ଦହରେୁ ବାହାରି ଆ।
7 e gritou: — Jesus, Filho do Deus Altíssimo! O que o senhor quer de mim? Em nome de Deus eu peço: não me castigue!
8 ଯୀଶୁ ଏପରି କରିବା ଦ୍ବାରା ସହେି ଲୋକ ବଡ ପାଟି ରେ ଚିତ୍କାର କରି କହିଲା, ସବୁଠାରୁ ମହାନ ପରମେଶ୍ବରଙ୍କ ପୁତ୍ର ହେ ଯୀଶୁ, ତୁମ୍ଭେ ମାେ ଠାରୁ କ'ଣ ଚାହୁଁଛ? ତୁମ୍ଭକୁ ମୁଁ ଅନୁରୋଧ କରୁଛି, ତୁମ୍ଭେ ମାେତେ ହଇରାଣ କରନାହିଁ।
8 Ele disse isso porque Jesus havia mandado: “Espírito mau, saia desse homem!”
9 ଯୀଶୁ ତାକୁ ପଚାରିଲେ, ତୁମ୍ଭ ନାମ କ'ଣ?
9 Jesus perguntou: Ele respondeu: — O meu nome é Multidão, porque somos muitos.
10 ସହେି ଦୁଷ୍ଟାଚ୍ମାମାନେ ବାରମ୍ବାର କାକୁତି ମିନତି ହାଇେ ଭିକ୍ଷା ମାଗିଲେ ଯେ ସେ ସମାନଙ୍କେୁ ସହେି ଅଞ୍ଚଳର ବାହାରକୁ ପଠଇେ ନ ଦିଅନ୍ତୁ।
10 E pedia com muita insistência a Jesus que não expulsasse os espíritos maus para fora daquela região.
11 ସହେି ପାହାଡ କଡ ରେ ସେତବେେଳେ ଘୁଷୁରିଙ୍କର ଗୋଟିଏ ବଡ ପଲ ଚରୁଥିଲା।
11 Acontece que num morro perto dali havia muitos porcos comendo.
12 ଦୁଷ୍ଟାତ୍ମାମାନେ ଯୀଶୁଙ୍କୁ ଅନୁରୋଧ କଲେ, ଆମ୍ଭକୁ ଘୁଷୁରିମାନଙ୍କ ପାଖକୁ ପଠଇେ ଦିଅ, ତାହାଲେ ଆମ୍ଭେ ସମାନଙ୍କେ ଦହେ ଭିତ ରେ ପ୍ରବେଶ କରିୟିବୁ।
12 Os espíritos pediram a Jesus com insistência: — Nos mande ficar naqueles porcos; nos deixe entrar neles!
13 ଯୀଶୁ ସମାନଙ୍କେୁ ଏପରି କରିବାକୁ ଅନୁମତି ଦଇେ ଦେଲେ। ତା'ପରେ ଦୁଷ୍ଟାତ୍ମାମାନେ ସହେି ଲୋକଟି ଦହରେୁ ବାହାରି ଘୁଷୁରିମାନଙ୍କ ଦହେ ରେ ପଶିଗଲେ। ସହେି ଘୁଷୁରି ପଲ ରେ ପ୍ରାୟ ଦୁଇ ହଜାର ଘୁଷୁରି ଥିଲେ। ସେ ସବୁତକ ଘୁଷୁରି ପାହାଡ କଡକୁ ଖୁବ୍ ବଗେ ରେ ଧାଇଁଲେ ଓ ହ୍ରଦ ଭିତ ରେ ପଡି ଗଲେ। ସବୁତକ ଘୁଷୁରି ପାଣି ରେ ବୁଡିଗଲେ।
13 Ele deixou, e os espíritos saíram do homem e entraram nos porcos. E estes, que eram quase dois mil, se atiraram morro abaixo, para dentro do lago, e se afogaram.
14 ଘୁଷୁରି ପଲର ଜଗୁଆଳମାନେ ପଳଇେ ଯାଇ ସହର ରେ ଏହି ଘଟଣା ବିଷୟ ରେ କହିଲେ। ଲୋକେ କ'ଣ ଘଟିଛି ବୋଲି ଦେଖିବାକୁ ଆସିଲେ।
14 Os homens que estavam tomando conta dos porcos fugiram e espalharam a notícia na cidade e nos campos. Muita gente foi ver o que havia acontecido.
15 ସମାନେେ ଯୀଶୁଙ୍କ ପାଖ ରେ ପହଞ୍ଚି ଦେଖିଲେ ଯାହା ଦହେ ରେ ବାହିନୀଭୂତ ପ୍ରବେଶ କରିଥିଲା, ସେ ଲୋକଟି ଲୁଗାପଟା ପିନ୍ଧି ଭଲ ଭାବରେ ବସିଛି। ତାହାର ମନ ଭଲ ହାଇେ ଯାଇଛି। ଏହା ଦେଖି ସମାନେେ ଭୟଭୀତ ହେଲେ।
15 Quando chegaram perto de Jesus, viram o homem que antes estava dominado por demônios; e ficaram espantados porque ele estava sentado, vestido e no seu perfeito juízo.
16 ସଠାେରେ କେତକେ ଲୋକ ଥିଲେ, ଯେଉଁମାନେ ଯୀଶୁଙ୍କ କାର୍ୟ୍ଯ ଦେଖିଥିଲେ। ସମାନେେ ଅନ୍ୟ ଲୋକମାନଙ୍କ ଆଗ ରେ ଦୁଷ୍ଟାତ୍ମା ଭୂତଗ୍ରସ୍ତ ଲୋକଟିର ଓ ଘୁଷୁରିମାନଙ୍କର କ'ଣ ହେଲା, ସେ ସବୁ ବର୍ଣ୍ଣନା କଲେ।
16 Os que tinham visto tudo aquilo lhes contaram o que havia acontecido com o homem e com os porcos.
17 ତା'ପରେ ସେ ଲୋକମାନେ ଯୀଶୁଙ୍କୁ ସେ ଅଞ୍ଚଳ ଛାଡି ଚାଲିୟିବାକୁ ଅନୁରୋଧ କଲେ।
17 Então começaram a pedir com insistência a Jesus que saísse da terra deles.
18 ଯୀଶୁ ଡଙ୍ଗା ରେ ବସି ଚାଲି ୟିବାକୁ ପ୍ରସ୍ତୁତ ହେଲେ। ୟିଏ ପୂର୍ବରୁ ଦୁଷ୍ଟାତ୍ମା ଦ୍ବାରା ଆକ୍ରାନ୍ତ ହାଇେଥିଲା, ସେ ଯୀଶୁଙ୍କ ସହିତ ୟିବାକୁ ତାହାଙ୍କୁ ଅନୁ ରୋଧ କଲା।
18 Quando ele estava entrando no barco, o homem curado pediu com insistência: — Me deixe ir com o senhor!
19 କିନ୍ତୁ ଯୀଶୁ ତାହାକୁ ଯୀବାପାଇଁ ଅନୁମତି ଦେଲେ ନାହିଁ। ଯୀଶୁ କହିଲେ, ତୁମ୍ଭେ ତୁମ୍ଭର ଘରକୁ, ଆତ୍ମୀୟ -ସ୍ବଜନଙ୍କ ପାଖକୁ ଯାଅ। ପ୍ରଭୁ ତୁମ୍ଭ ପାଇଁ ଯାହା କରିଛନ୍ତି, ସେ ସମସ୍ତ କଥା ସମାନଙ୍କେୁ କୁହ। ସମାନଙ୍କେୁ କୁହ ଯେ ପ୍ରଭୁ ତୁମ୍ଭକୁ ଦୟା କରିଛନ୍ତି।
19 Mas Jesus não deixou e disse:
20 ତେଣୁ ସେ ଚାଲିଗଲା ଓ ଦକୋପଲି ଅଞ୍ଚଳର ଲୋକଙ୍କୁ କହିବାକୁ ଲାଗିଲା ଯେ ଯୀଶୁ କିପରି ତା ପାଇଁ କେତେ ବଡ କାମ କରିଛନ୍ତି। ସମସ୍ତ ଲୋକ ଏ କଥା ଶୁଣି ଆଶ୍ଚର୍ୟ୍ଯ ହାଇଗେଲେ।
20 Então ele foi embora e contava, na região das Dez Cidades , o que Jesus tinha feito por ele. E todos ficavam admirados.
21 ଯୀଶୁ ନେ ୗକା ରେ ବସି ହ୍ରଦର ଅପର ପାଶର୍‌ବକୁ ଫରେିଗଲେ। ପୁଣି ହ୍ରଦ କୂଳ ରେ ତାହାଙ୍କ ଚାରି ପଟେ ବହୁତ ଲୋକ ଜମିଗଲେ।
21 Jesus voltou para o lado oeste do lago, e muitas pessoas foram se encontrar com ele na praia.
22 ଯୀହୂଦୀ ସମାଜଗୃହର ଜଣେ ଅଧିକାରୀ ସଠାେକୁ ଆସିଲେ। ତାହାଙ୍କ ନାମ ଯାଈରସ ଥିଲା। ଯାଈରସ ଯୀଶୁଙ୍କୁ ଦେଖିବା ମାତ୍ ରେ ତାହାଙ୍କ ପାଦ ତଳେ ପଡିଗଲେ।
22 Um homem chamado Jairo, chefe da sinagoga , foi e se jogou aos pés de Jesus,
23 ସେ କାକୁତି ମିନତି ହାଇେ ଯୀଶୁଙ୍କୁ ଭିକ୍ଷା ମାଗିଲେ, ମାରେ େଛାଟ ଝିଅ ମରିବା ଉପରେ। ଦୟା କରି ଆପଣ ଆସି ତା' ଉପରେ ହାତ ରଖନ୍ତୁ, ତା ହେଲେ ସେ ସୁସ୍ଥ ହାଇଯେିବ ଓ ଜୀବନ ପାଇବ।
23 pedindo com muita insistência: — A minha filha está morrendo! Venha comigo e ponha as mãos sobre ela para que sare e viva!
24 ଯୀଶୁ ଯାଈରସଙ୍କ ସାଥୀ ରେ ବାହାରିଲେ। ଅନକେ ଲୋକ ଯୀଶୁଙ୍କ ପେଛ ପେଛ ଗଲେ। ଭିଡ ହାଇେଥିବା ୟୋଗୁ ଲୋକେ ଯୀଶୁଙ୍କ ଆଡକୁ ମାଡି ଆସୁ ଥିଲେ।
24 E Jesus foi com ele. Uma grande multidão foi junto e o apertava de todos os lados.
25 ସଠାେରେ ଲୋକଙ୍କ ଭିତ ରେ ଜଣେ ସ୍ତ୍ରୀ ଲୋକ ଥିଲା। ବିଗତ ବାରବର୍ଷ ଧରି ତା'ର ରକ୍ତସ୍ରାବ ହେଉଥିଲା।
25 Chegou ali uma mulher que fazia doze anos que estava com uma hemorragia.
26 ଅନକେ ଚିକିତ୍ସକଙ୍କ ଦ୍ବାରା ଚିକିତ୍ସା କରାଇ ସାରିବା ପରେ ସେ ନିରାଶ ହାଇେ ପଡିଥିଲା। ସେ ବହୁତ କଷ୍ଟ ପାଉଥିଲା। ତା'ର ସମସ୍ତ ଟଙ୍କା ଖର୍ଚ୍ଚ ହାଇେ ଯାଇଥିଲା। ତଥାପି ତା'ର ସ୍ବାସ୍ଥ୍ଯ ରେ କୌଣସି ଉନ୍ନତି ଘଟୁ ନଥିଲା। ବରଂ ତା'ର ଦହେ ଅତ୍ଯଧିକ ଖରାପ ହାଇେ ଯାଉଥିଲା।
26 Havia gastado tudo o que tinha, tratando-se com muitos médicos. Estes a fizeram sofrer muito; mas, em vez de melhorar, ela havia piorado cada vez mais.
27 ସହେି ସ୍ତ୍ରୀ ଲୋକଟି ଯୀଶୁଙ୍କ ବିଷୟ ରେ ଶୁଣିବା ପରେ ଲୋକଙ୍କ ସହିତ ତାହାଙ୍କର ଅନୁସରଣ କଲା। ସେ ପଛ ପଟରୁ ଆସି ଯୀଶୁଙ୍କ ନିକଟତର ହେଲା ଓ ତାହାଙ୍କ ବସ୍ତ୍ର ଛୁଇଁ ଦଲୋ।
27 Ela havia escutado falar de Jesus; então entrou no meio da multidão e, chegando por trás dele, tocou na sua capa ,
28 ସେ ମନମେନେ ହୁଥିଲା, ଯଦି ମୁଁ ଖାଲି ଟିକିଏ ତାହାଙ୍କ ବସ୍ତ୍ର ଛୁଁଇ ପାରିବି ତବେେ ଭଲ ହଇୟିବେି।
28 pois pensava assim: “Se eu apenas tocar na capa dele, ficarei curada.”
29 ସେ ଯୀଶୁଙ୍କ ବସ୍ତ୍ର ଛୁଇଁବା ମାତ୍ ରେ ତାର ରକ୍ତସ୍ରାବ ବନ୍ଦ ହାଇଗେଲା ଓ ତାର ଶରୀର ରେ ରୋଗ ଭଲ ହାଇଗେଲା ବୋଲି ସେ ଅନୁଭବ କଲା।
29 Logo o sangue parou de escorrer, e ela teve certeza de que estava curada.
30 ସହେି ସମୟରେ ଯୀଶୁ ଅନୁଭବ କଲେ ଯେ ତାହାଙ୍କ ଠାରୁ ଶକ୍ତି ବାହାରି ଯାଇଛି। ସେ ଅଟକି ଗଲେ ଓ ପଛକୁ ବୁଲି ପଡି ପଚାରିଲେ, ମାରେ ବସ୍ତ୍ର କିଏ ଛୁଇଁଲା।
30 No mesmo instante Jesus sentiu que dele havia saído poder. Então virou-se no meio da multidão e perguntou:
31 ଶିଷ୍ଯମାନେ ଯୀଶୁଙ୍କୁ କହିଲେ, ଏଠା ରେ ତ ଅନକେ ଲୋକ ଆପଣଙ୍କ ଆଡକୁ ଠଲେି ହାଇେ ଯାଉଛନ୍ତି। ପୁଣି ଆପଣ ପଗ୍ଭରୁଛନ୍ତି, ମାେତେ କିଏ ଛୁଇଁଲା?
31 Os discípulos responderam: — O senhor está vendo como esta gente o está apertando de todos os lados e ainda pergunta isso?
32 କିନ୍ତୁ ଯୀଶୁ ତାହାଙ୍କୁ କେଉଁ ଲୋକ ଛୁଇଁଲା ବୋଲି ଚାରିଆଡକୁ ଦେଖିବାକୁ ଲାଗିଲେ।
32 Mas Jesus ficou olhando em volta para ver quem tinha feito aquilo.
33 ସହେି ସ୍ତ୍ରୀ ଲୋକଟି ଜାଣିଥିଲା ଯେ ସେ ଭଲ ହାଇଯୋଇଛି, ତେଣୁ ସେ ଆଗକୁ ଆସି ଯୀଶୁଙ୍କ ପାଦ ତଳେ ପଡିଗଲା। ସେ ଭୟ ରେ ଥରୁଥିଲା। ସେ ଯୀଶୁଙ୍କୁ ସବୁ କଥା କହିଲା।
33 Então a mulher, sabendo o que lhe havia acontecido, atirou-se aos pés dele, tremendo de medo, e contou tudo.
34 ଯୀଶୁ ତାକୁ କହିଲେ, ଆଗୋ ନାରୀ; ତୁମ୍ଭର ବିଶ୍ବାସ ତୁମ୍ଭକୁ ସୁସ୍ଥ କରି ଦଇେଛି। ଶାନ୍ତି ରେ ଯାଅ ଏବଂ ତୁମ୍ଭ ରୋଗରୁ ମୁକ୍ତ ହୁଅ।
34 E Jesus disse:
35 ଯୀଶୁ ସଠାେରେ ଏସବୁ କହୁଥିବା ସମୟରେ ଯିହୂଦୀ ସମାଜ ଗୃହର ଅଧିକାରୀ ଯାଈରସଙ୍କ ଘରୁ କେତକେ ଲୋକ ଆସି ତାହାଙ୍କୁ କହିଲେ, ତୁମ୍ଭର ଝିଅ ମରିଗଲାଣି। ବର୍ତ୍ତମାନ ତୁମ୍ଭେ ଗୁରୁ(ଯୀଶୁ)ଙ୍କୁ ଅଯଥା ରେ ଆଉ କାହିଁକି ହଇରାଣ କରିବ?
35 Jesus ainda estava falando, quando chegaram alguns empregados da casa de Jairo e disseram: — Seu Jairo, a menina já morreu. Não aborreça mais o Mestre.
36 କିନ୍ତୁ ଯୀଶୁ ସମାନଙ୍କେ କଥା ଶୁଣିସାରି ଯୀହୂଦୀ ସମାଜ ଗୃହର ଅଧିକାରୀଙ୍କୁ କହିଲେ, ଭୟ କର ନାହିଁ, କବଳେ ବିଶ୍ବାସ କର।
36 Mas Jesus não se importou com a notícia e disse a Jairo:
37 ତା'ପରେ ସେ ସମସ୍ତଙ୍କୁ ଛାଡି କବଳେ ପିତର, ଯାକୁବ ଓ ତାହାଙ୍କ ଭାଇ ଯୋହନଙ୍କୁ ସାଙ୍ଗ ରେ ନେଲେ।
37 Jesus deixou que fossem com ele Pedro e os irmãos Tiago e João, e ninguém mais.
38 ସମାନେେ ଯିହୂଦୀ ସମାଜ ଗୃହର ଅଧିକାରୀଙ୍କ ଘରକୁ ଗଲେ। ସେ ସଠାେରେ ଲୋକମାନଙ୍କୁ ଉଚ୍ଚ ସ୍ବର ରେ ବିଳାପ କରୁଥିବାର ଦେଖିଲେ। ସଠାେରେ ବହୁତ କୋଳାହଳ ହେଉଥିଲା।
38 Quando entraram na casa de Jairo, Jesus encontrou ali uma confusão geral, com todos chorando alto e gritando.
39 ଯୀଶୁ ଘର ଭିତ ରେ ପ୍ରବେଶ କରି ଲୋକମାନଙ୍କୁ କହିଲେ, ତୁମ୍ଭେ ସବୁ କାହିଁକି ଏତେ ପାଟିତୁଣ୍ଡ ଓ କନ୍ଦାକଟା କରୁଛ? ଏ ପିଲାଟି ମରି ନାହିଁ, ସେ କବଳେ ଶୋଇ ଯାଇଛି।
39 Então ele disse:
40 ଏହା ଶୁଣି ସବୁ ଲୋକ ଯୀଶୁଙ୍କୁ ପରିହାସ କଲେ। କିନ୍ତୁ ସେ ସମସ୍ତଙ୍କୁ ଘରର ବାହାରକୁ ପଠଇେ ଦେଲେ। କବଳେ ପିଲାଟିର ବାପା-ମାଆ ଓ ତାହାଙ୍କ ସହିତ ଆସିଥିବା ଶିଷ୍ଯମାନଙ୍କୁ ସାଙ୍ଗ ରେ ନଇେ ପିଲାଟି ଯେଉଁ କଠାେରୀ ରେ ଥିଲା, ସହେି କଠାେରୀକୁ ଗଲେ।
40 Então eles começaram a caçoar dele. Mas Jesus mandou que todos saíssem e, junto com os três discípulos e os pais da menina, entrou no quarto onde ela estava.
41 ତା'ପରେ ଯୀଶୁ ଝିଅଟିର ହାତ ଧରି ତାହାକୁ କହିଲେ, ଟଲିଥା, କୂମ୍ ଅର୍ଥାତ୍ ହେ ଝିଅ, ମୁଁ ତୋତେ କହୁଛି ଉଠ। ଝିଅଟି ସଙ୍ଗେ ସଙ୍ଗେ ଉଠି ଠିଆ ହେଲା ଓ ଚାଲିବାକୁ ଆରମ୍ଭ କଲା। ଝିଅଟିର ବୟସ ବାର ବର୍ଷ ଥିଲା।
41 Pegou-a pela mão e disse:
42 ତା'ର ବାପା-ମାଆ ଓ ଶିଷ୍ଯମାନେ ଅତ୍ଯନ୍ତ ଆଶ୍ଚର୍ୟ୍ଯ ହାଇଗେଲେ।
42 No mesmo instante, a menina, que tinha doze anos, levantou-se e começou a andar. E todos ficaram muito admirados.
43 ଯୀଶୁ ଏ କଥା ଲୋକମାନଙ୍କୁ ନ କହିବା ପାଇଁ ଝିଅର ବାପା-ମାଆଙ୍କୁ ଦୃଢ ଭାବରେ ନିର୍ଦ୍ଦେଶ ଦେଲେ। ତା ପରେ ଯୀଶୁ ଝିଅଟିର ବାପା-ମାଆଙ୍କୁ ଝିଅକୁ କିଛି ଖାଇବାକୁ ଦବୋକୁ କହିଲେ।
43 Então Jesus ordenou que de jeito nenhum espalhassem a notícia dessa cura. E mandou que dessem comida à menina.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Marcos 5, comparar traduções ou montar um estudo — tudo direto pelo WhatsApp.