Marcos 6

Oriya Bible (GL_ORIYA) vs VC

Sair da comparação
VC Versão Católica
1 ଯୀଶୁ ସେ ସ୍ଥାନ ଛାଡି ନିଜ ଜନ୍ମ ସହରକୁ ଗଲେ। ତାହାଙ୍କ ଶିଷ୍ଯମାନେ ତାହାଙ୍କ ସହିତ ଗଲେ।
1 Depois, ele partiu dali e foi para a sua pátria, seguido de seus discípulos.
2 ବିଶ୍ରାମଦିବସ ରେ ଯୀଶୁ ଯିହୂଦୀୟ ସମାଜ ଗୃହ ରେ ଶିକ୍ଷା ଦେଲେ। ବହୁତ ଲୋକ ତାହାଙ୍କ ଶିକ୍ଷା ଶୁଣି ଆଶ୍ଚର୍ୟ୍ଯ ହାଇଗେଲେ। ସମାନେେ କହିଲେ, ଏ ଲୋକ ଏସବୁ ଶିକ୍ଷା କେଉଁଠାରୁ ପାଇଲା? ଏ ଲୋକକୁ ଏ ଉତ୍ତମ ବିଚାରଶକ୍ତି (ବିଜ୍ଞତା)କିଏ ଦଲୋ? ଆଶ୍ଚର୍ୟ୍ଯ କାର୍ୟ୍ଯ କରିବା ପାଇଁ ସେ କେଉଁଠାରୁ ଶକ୍ତି ପାଇଲା?
2 Quando chegou o dia de sábado, começou a ensinar na sinagoga. Muitos o ouviam e, tomados de admiração, diziam: Donde lhe vem isso? Que sabedoria é essa que lhe foi dada, e como se operam por suas mãos tão grandes milagres?
3 ଏ କ'ଣ ସହେି ବଢଇେ ନୁହଁନ୍ତି? ଏ କ'ଣ ମରିୟମଙ୍କ ପୁଅ, ଆଉ ଯାକୁବ, ୟୋସି, ୟିହୂଦା ଓ ଶିମାନଙ୍କେ ଭାଇ ନୁହଁନ୍ତି? ତାହାଙ୍କର ଭଉଣୀମାନେ କ'ଣ ଏଠା ରେ ଆମ୍ଭ ସହିତ ନାହାଁନ୍ତି? ତେଣୁ ଯୀଶୁଙ୍କୁ ସ୍ବୀକାର କରିବା ରେ ଏହି ଲୋକମାନେ ବାଧା ପାଇଲେ।
3 Não é ele o carpinteiro, o filho de Maria, o irmão de Tiago, de José, de Judas e de Simão? Não vivem aqui entre nós também suas irmãs? E ficaram perplexos a seu respeito.
4 ତେଣୁ ଯୀଶୁ ଲୋକମାନଙ୍କୁ କହିଲେ, ଅନ୍ୟମାନେ ଜଣେ ଭବିଷ୍ଯଦ୍ବକ୍ତାଙ୍କୁ ସମ୍ମାନ ଦଇେଥା'ନ୍ତି। କିନ୍ତୁ ତାହାଙ୍କ ନିଜ ସହର ଲୋକେ, ତାହାଙ୍କର ସମ୍ପର୍କୀୟମାନେ ଓ ତାହାଙ୍କ ନିଜ ପରିବାରର ଲୋକମାନେ ତାହାଙ୍କୁ ସମ୍ମାନ କରନ୍ତି ନାହିଁ।
4 Mas Jesus disse-lhes: Um profeta só é desprezado na sua pátria, entre os seus parentes e na sua própria casa.
5 ଅତଏବ ସଠାେରେ ଯୀଶୁ କୌଣସି ଆଶ୍ଚର୍ୟ୍ଯକାର୍ୟ୍ଯ ପ୍ରଦର୍ଶନ କରି ପାରିଲେ ନାହିଁ। କବଳେ କେତକେ ରୋଗୀଙ୍କ ଉପରେ ହାତ ରଖି ସେ ସମାନଙ୍କେୁ ସୁସ୍ଥ କରିଲେ।
5 Não pôde fazer ali milagre algum. Curou apenas alguns poucos enfermos, impondo-lhes as mãos.
6 ଏ ଲୋକମାନଙ୍କର କୌଣସି ବିଶ୍ବାସ ନଥିବାରୁ ଯୀଶୁ ଅତ୍ଯନ୍ତ ଆଶ୍ଚର୍ୟ୍ଯ ହାଇଗେଲେ। ତା'ପରେ ଯୀଶୁ ସେ ଅଞ୍ଚଳର ଅନ୍ୟ ସବୁ ଗାଁକୁ ଯାଇ ସଠାେରେ ଶିକ୍ଷା ଦବୋକୁ ଲାଗିଲେ।
6 Admirava-se ele da desconfiança deles. E ensinando, percorria as aldeias circunvizinhas.
7 ଯୀଶୁ ବାର ଜଣ ଶିଷ୍ଯଙ୍କୁ ଏକାଠି ଡାକିଲେ। ସେ ସମାନଙ୍କେୁ ଦୁଇ-ଦୁଇ ଜଣ କରି ବାହାରକୁ ପଠାଇଲେ। ସେ ସମାନଙ୍କେୁ ଦୁଷ୍ଟାତ୍ମାମାନଙ୍କ ଉପରେ କ୍ଷମତା ପ୍ରଦାନ କଲେ।
7 Então chamou os Doze e começou a enviá-los, dois a dois; e deu-lhes poder sobre os espíritos imundos.
8 ସେ ଶିଷ୍ଯମାନଙ୍କୁ ନିର୍ଦ୍ଦେଶ ଦେଲେ, ତୁମ୍ଭେ ଯାତ୍ରା କାଳ ରେ ବାଡିଟିଏ ଛଡା ଆଉ କିଛି ନବେ ନାହିଁ। ରୋଟୀ, ଝୁଲା କି ପକଟେ ରେ କିଛି ହେଲେ ଟଙ୍କା ମଧ୍ଯ ନବେ ନାହିଁ।
8 Ordenou-lhes que não levassem coisa alguma para o caminho, senão somente um bordão; nem pão, nem mochila, nem dinheiro no cinto;
9 ତୁମ୍ଭେ ଚପଲ ପିନ୍ଧି ପାରିବ। କିନ୍ତୁ କବଳେ ପିନ୍ଧିଥିବା ଲୁଗାପଟା ଛଡା କୌଣସି ଅଧିକ ଲୁଗାପଟା ନବେ ନାହିଁ।
9 como calçado, unicamente sandálias, e que se não revestissem de duas túnicas.
10 କୌଣସି ଘ ରେ ପ୍ରବେଶ କଲେ ସେ ସହର ଛାଡି ଚାଲିୟିବା ପର୍ୟ୍ଯନ୍ତ ସହେି ଘ ରେ ରହିବ।
10 E disse-lhes: Em qualquer casa em que entrardes, ficai nela, até vos retirardes dali.
11 ଯଦି କୌଣସି ସହର ରେ ସମାନେେ ତୁମ୍ଭକୁ ସ୍ବାଗତ ନ କରନ୍ତି କିମ୍ବା ସମାନେେ ତୁମ୍ଭ କଥା ନ ଶୁଣନ୍ତି, ତବେେ ସେ ସହର ଛାଡି ଚାଲି ଯାଅ। ଛାଡିଲା ବେଳେ ତୁମ ପାଦରୁ ସଠାେକାର ଧୂଳିଝାଡି ଦିଅ। ତାହା ସମାନଙ୍କେ ପାଇଁ ଚତାବେନୀ ହବେ।
11 Se em algum lugar não vos receberem nem vos escutarem, saí dali e sacudi o pó dos vossos pés em testemunho contra ele.
12 ଶିଷ୍ଯମାନେ ସଠାରୁେ ଅନ୍ୟ ସ୍ଥାନକୁ ଚାଲିଗଲେ। ସମାନେେ ଘାଷେଣା କଲେ ଯେ ଲୋକମାନେ ଅନୁତାପ କରନ୍ତୁ। ହୃଦୟ ପରିବର୍ତ୍ତନ କରନ୍ତୁ।
12 Eles partiram e pregaram a penitência.
13 ସମାନେେ ଲୋକଙ୍କ ଦହରେୁ ଅନକେ ଭୂତଙ୍କୁ ତଡି ଦେଲେ। ସମାନେେ ଅନକେ ରୋଗୀଙ୍କୁ ତୈଳ ଲଗାଇ ସୁସ୍ଥ କରି ଦେଲେ।
13 Expeliam numerosos demônios, ungiam com óleo a muitos enfermos e os curavam.
14 ରାଜା ହରେୋଦ ଯୀଶୁଙ୍କ ବିଷୟ ରେ ଶୁଣିଲେ। କାରଣ ବର୍ତ୍ତମାନ ଯୀଶୁଙ୍କ ଖ୍ଯାତି ଗ୍ଭରିଆଡେ ବ୍ଯାପି ଯାଇଥିଲା। କେତକେ ଲୋକ କହୁଥିଲେ, ଯୀଶୁ ହେଉଛନ୍ତି ବାପ୍ତିଜକ ଯୋହନ। ସେ ମୃତ୍ଯୁରୁ ପୁନରୂତ୍ଥିତ ହାଇେଛନ୍ତି। ସେଥି ଯୋଗୁଁ ସେ ଆଶ୍ଚର୍ୟ୍ଯକାର୍ୟ୍ଯ କରି ପାରୁଛନ୍ତି।
14 O rei Herodes ouviu falar de Jesus, cujo nome se tornara célebre. Dizia-se: João Batista ressurgiu dos mortos e por isso o poder de fazer milagres opera nele.
15 ଅନ୍ୟମାନେ କହୁଥିଲେ, ସେ ହେଉଛନ୍ତି ଏଲିୟ।
15 Uns afirmavam: É Elias! Diziam outros: É um profeta como qualquer outro.
16 େ ହରୋଦ ଯୀଶୁଙ୍କ ବିଷୟ ରେ ଏସବୁ ଶୁଣିଲେ। ସେ କହିଲେ, ମୁଁ ଯୋହନଙ୍କ ମୁଣ୍ଡ କାଟ କରି ହତ୍ଯା କରିଛି। ବର୍ତ୍ତମାନ ଯୋହନ ମୃତ୍ଯୁରୁ ପୁଣି ବଞ୍ଚି ଉଠିଛନ୍ତି।
16 Ouvindo isto, Herodes repetia: É João, a quem mandei decapitar. Ele ressuscitou!
17 ନିଜେ େ ହରୋଦ ଯୋହନଙ୍କୁ ବନ୍ଦୀ କରିବା ପାଇଁ ତାହାଙ୍କ ସୈନ୍ଯମାନଙ୍କୁ ଆଦେଶ ଦଇେଥିଲେ। ଯୋହନଙ୍କୁ କାରାଗାର ରେ ରଖାଯାଇଥିଲା। େ ହରୋଦ ତାହାଙ୍କ ସ୍ତ୍ରୀ େ ହରୋଦିଆଙ୍କୁ ଖୁସି କରିବା ପାଇଁ ଏହା କରିଥିଲେ। ପ୍ରଥମେ େ ହରୋଦିଆ େ ହରୋଦଙ୍କ ଭାଇ ଫିଲିପ୍ସଙ୍କ ସ୍ତ୍ରୀ ଥିଲେ। ପରେ େ ହରୋଦ ତାହାଙ୍କୁ ବିବାହ କରିଥିଲେ।
17 Pois o próprio Herodes mandara prender João e acorrentá-lo no cárcere, por causa de Herodíades, mulher de seu irmão Filipe, com a qual ele se tinha casado.
18 ଯୋହନ ହରେୋଦଙ୍କୁ କହିଥିଲେ, ତୁମ୍ଭ ଭାଇଙ୍କ ସ୍ତ୍ରୀଙ୍କୁ ବିବାହ କରିବା ଠିକ୍ ନୁହେଁ।
18 João tinha dito a Herodes: Não te é permitido ter a mulher de teu irmão.
19 ତେଣୁ େ ହରୋଦିଆ ଯୋହନଙ୍କୁ ଶତୃ ଭାବରେ ଦେଖୁଥିଲେ। ସେ ଯୋହନଙ୍କୁ ହତ୍ଯା କରିବାକୁ ଚାହୁଁଥିଲେ। କିନ୍ତୁ ସେ ଏଥିପାଇଁ ହରେୋଦଙ୍କୁ ପ୍ରବର୍ତ୍ତାଇବା ରେ ଅସଫଳ ହାଇେଥିଲେ।
19 Por isso Herodíades o odiava e queria matá-lo, não o conseguindo, porém.
20 ହରେୋଦ ଯୋହନଙ୍କୁ ମାରିବାକୁ ଭୟ କରୁଥିଲେ। ସେ ଜାଣି ଥିଲେ ଯେ ସମସ୍ତ ଲୋକ ଯୋହନଙ୍କୁ ଜଣେ ଭଲ ଓ ପବିତ୍ର ଲୋକ ଭାବୁଥିଲେ। ତେଣୁ ହରେୋଦ ଯୋହନଙ୍କୁ ରକ୍ଷା କରୁଥିଲେ। ଯୋହନଙ୍କ ଉପଦେଶ ଶୁଣିବାକୁ ହରେୋଦ ଖୁବ୍ ଭଲ ପାଉଥିଲେ। ତଥାପି ଯୋହନଙ୍କ ଉପଦେଶ େ ହରୋଦଙ୍କୁ ସବୁବେଳେ ବିଚଳିତ କରୁଥିଲା।
20 Pois Herodes respeitava João, sabendo que era um homem justo e santo; protegia-o e, quando o ouvia, sentia-se embaraçado. Mas, mesmo assim, de boa mente o ouvia.
21 କିଛି ଦିନ ପରେ େ ହରୋଦଙ୍କ ଜନ୍ମ ଦିନ ରେ ଯୋହନଙ୍କ ମୃତ୍ଯୁ ଘଟାଇବା ପାଇଁ ହରେୋଦିଆକୁ ଗୋଟିଏ ସୁଯୋଗ ମିଳିଗଲା। ତାହାଙ୍କର ଉଚ୍ଚ ଅଧିକାରୀ, ସନୋପତିଗଣ ଏବଂ ଗାଲିଲୀର ବିଶିଷ୍ଟ ବ୍ଯକ୍ତିମାନଙ୍କୁ େ ହରୋଦ ରାତ୍ରି ସମୟରେ ଭୋଜି ଦେଉଥାନ୍ତି।
21 Chegou, porém, um dia favorável em que Herodes, por ocasião do seu natalício, deu um banquete aos grandes de sua corte, aos seus oficiais e aos principais da Galiléia.
22 ହରୋଦିଙ୍କ ଝିଅ ଭିତରକୁ ଆସି ନାଚିଲା। ତା ନାଚ ରେ ଅତିଥିଗଣ ଓ ନିଜେ େ ହରୋଦ ବହୁତ ଖୁସି ହେଲେ।
22 A filha de Herodíades apresentou-se e pôs-se a dançar, com grande satisfação de Herodes e dos seus convivas. Disse o rei à moça: Pede-me o que quiseres, e eu to darei.
23 େ ହରୋଦ ଶପଥ ପୂର୍ବକ ମଧ୍ଯ କହିଲେ, ତୁ ଯାହା ମାଗିବୁ ମୁଁ ତୋତେ ତାହା ଦବେି। ଏପରିକି ମୁଁ ମାେ ରାଜ୍ଯର ଅଧା ଭାଗ ତୋତେ ଦଇପୋ ରେ।
23 E jurou-lhe: Tudo o que me pedires te darei, ainda que seja a metade do meu reino.
24 ଝିଅଟି ତା ମାଆ ପାଖକୁ ଯାଇ ପଚାରିଲା, ରାଜା େ ହରୋଦଙ୍କୁ ମୁଁ କ'ଣ ମାଗିବି?
24 Ela saiu e perguntou à sua mãe: Que hei de pedir? E a mãe respondeu: A cabeça de João Batista.
25 ଝିଅଟି ଅତି ଶୀଘ୍ର ରାଜାଙ୍କ ପାଖକୁ ଚାଲି ଗଲା। ସେ ରାଜାଙ୍କୁ କହିଲା, ମାେତେ ବାପ୍ତିଜକ ଯୋହନଙ୍କ ମୁଣ୍ଡ ଗୋଟିଏ ଥାଳି ରେ ରଖି ବର୍ତ୍ତମାନ ଦିଅ।
25 Tornando logo a entrar apressadamente à presença do rei, exprimiu-lhe seu desejo: Quero que sem demora me dês a cabeça de João Batista.
26 ରାଜା େ ହରୋଦ ବହୁତ ଦୁଃଖ କଲେ। କିନ୍ତୁ ସେ ଝିଅର ଇଚ୍ଛା ଅନୁସାରେ ଦାନ ଦବୋକୁ ଶପଥ କି ସାରିଥିଲେ। ସଠାେରେ େ ହରୋଦଙ୍କ ସହିତ ଖାଉଥିବା ଅତିଥିମାନେ ମଧ୍ଯ ହରେୋଦଙ୍କ ଶପଥ ବିଷୟ ରେ ଶୁଣି ସାରିଥିଲେ। ତେଣୁ ଝିଅ ଯାହା ମାଗିଥିଲା, ତାହା ଦବୋ ପାଇଁ ହରେୋଦ ମନା କରିବାକୁ ଇଚ୍ଛା କଲେ ନାହିଁ।
26 O rei entristeceu-se; todavia, por causa da sua promessa e dos convivas, não quis recusar.
27 ଏଣୁ ରାଜା ଯୋହନଙ୍କ ମୁଣ୍ଡ ନଇେ ଆସିବାକୁ ଆଜ୍ଞା ଦଇେ ତୁରନ୍ତ ଜଣେ ସୈନ୍ଯକୁ ପଠାଇଲେ। ସେ ଯାଇ କାରାଗାର ରେ ଯୋହନଙ୍କ ମୁଣ୍ଡ କାଟି ଦଲୋ।
27 Sem tardar, enviou um carrasco com a ordem de trazer a cabeça de João. Ele foi, decapitou João no cárcere,
28 ଯୋହନଙ୍କ ସହେି ମୁଣ୍ଡ ସେ ଗୋଟିଏ ଥାଳି ରେ ଆଣି ଝିଅକୁ ତାହା ଦଲୋ। ସେ ଝିଅ ସହେି ମୁଣ୍ଡ ନଇେ ତା ମାଆକୁ ଦଲୋ।
28 trouxe a sua cabeça num prato e a deu à moça, e esta a entregou à sua mãe.
29 ଏହି ସବୁ ଘଟଣା ଯୋହନଙ୍କ ଶିଷ୍ଯମାନେ ଶୁଣିଲେ। ସମାନେେ ଆସି ଯୋହନଙ୍କ ମୃତ ଶରୀରକୁ ନଇେ କବର ଦେଲେ।
29 Ouvindo isto, os seus discípulos foram tomar o seu corpo e o depositaram num sepulcro.
30 ଯେଉଁ ପ୍ ରରେିତମାନଙ୍କୁ ଯୀଶୁ ପଠାଇଥିଲେ, ସମାନେେ ଫରେି ଆସିଲେ। ସମାନେେ ଯୀଶୁଙ୍କ ଚାରିପଟେ ଏକାଠି ହାଇେ, ସମାନେେ ଯାହା ସବୁ କରିଥିଲେ ଓ ଲୋକଙ୍କୁ ଯାହା ସବୁ ଶିକ୍ଷା ଦଇେଥିଲେ, ସେ ସବୁ ତାହାଙ୍କୁ କହିଲେ।
30 Os apóstolos voltaram para junto de Jesus e contaram-lhe tudo o que haviam feito e ensinado.
31 ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ବହୁତ ଗହଳି ସ୍ଥାନ ରେ ଥିଲେ। ସଠାେରେ ବହୁତ ଲୋକ ଥିଲେ। ତେଣୁ ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ସଠାେରେ ଖାଇବାକୁ ମଧ୍ଯ ଟିକିଏ ସମୟ ପାଉ ନଥିଲେ। ଯୀଶୁ ଶିଷ୍ଯମାନଙ୍କୁ କହିଲେ, ତୁମ୍ଭମାନେ ମାେ ସହିତ ଗୋଟିଏ ନିର୍ଜ୍ଜନ ସ୍ଥାନକୁ ଚାଲ ଓ ସଠାେରେ ଆମ୍ଭେ ଟିକେ ବିଶ୍ରାମ ନବୋ।
31 Ele disse-lhes: Vinde à parte, para algum lugar deserto, e descansai um pouco. Porque eram muitos os que iam e vinham e nem tinham tempo para comer.
32 ତେଣୁ ସମାନେେ ଗୋଟିଏ ଡଙ୍ଗା ରେ ବସି ଗୋଟିଏ ନିର୍ଜ୍ଜନ ସ୍ଥାନକୁ ଚାଲିଗଲେ।
32 Partiram na barca para um lugar solitário, à parte.
33 କିନ୍ତୁ ବହୁତ ଲୋକ ସମାନଙ୍କେୁ ଚାଲି ଯାଉ ଥିବାର ଦେଖିଲେ ଓ ଚିହ୍ନି ମଧ୍ଯ ପାରିଲେ। ତେଣୁ ସମସ୍ତ ନଗରରୁ ଲୋକେ ସ୍ଥଳ ପଥ ଦଇେ ଯୀଶୁଙ୍କ ଯାଉଥିବା ସ୍ଥାନ ରେ ଯାଇ ପହଞ୍ଚି ଗଲେ। ଯୀଶୁ ପହଞ୍ଚିବା ପୂର୍ବରୁ, ସମାନେେ ସଠାେରେ ପହଞ୍ଚିଗଲେ।
33 Mas viram-nos partir. Por isso, muitos deles perceberam para onde iam, e de todas as cidades acorreram a pé para o lugar aonde se dirigiam, e chegaram primeiro que eles.
34 ଯୀଶୁ ଯେତବେେଳେ ସଠାେରେ ପହନ୍ଚିଲେ, ସେ ଦେଖିଲେ ଯେ ବହୁତ ଲୋକ ଅପେକ୍ଷା କରିଛନ୍ତି। ଯୀଶୁ ସମାନଙ୍କେ ପାଇଁ ଦୁଃଖ ଅନୁଭବ କଲେ। କାରଣ ସମାନେେ ମଷେପାଳକ ବିହୀନ ଅରକ୍ଷିତ ମେଣ୍ଢାପଲ ଭଳି ଥିଲେ। ଯୀଶୁ ସମାନଙ୍କେୁ ଅନକେ ଉପଦେଶ ଦେଲେ।
34 Ao desembarcar, Jesus viu uma grande multidão e compadeceu-se dela, porque era como ovelhas que não têm pastor. E começou a ensinar-lhes muitas coisas.
35 ସେତବେେଳକେୁ ଦିନ ଗଡି ଯାଇଥିଲା। ତେଣୁ ଶିଷ୍ଯମାନେ ଯୀଶୁଙ୍କ ପାଖକୁ ଆସି କହିଲେ, ଏହା ଗୋଟିଏ ଜନଶୂନ୍ଯ ଜାଗା। ଦିନ ଗଡିଗଲାଣି।
35 A hora já estava bem avançada quando se achegaram a ele os seus discípulos e disseram: Este lugar é deserto, e já é tarde.
36 ତେଣୁ ଲୋକମାନଙ୍କୁ ଆଖ-ପାଖ ପଲ୍ଲୀ ଓ ଗାଁଗୁଡିକୁ ପଠାଅ। ତା' ହେଲେ ସଠାେକୁ ଯାଇ ସମାନେେ ତାହାଙ୍କ ଖାଇବା ପାଇଁ କିଛି ଖାଦ୍ୟ କିଣି ଆଣି ପାରିବେ।
36 Despede-os, para irem aos sítios e aldeias vizinhas a comprar algum alimento.
37 ଯୀଶୁ କିନ୍ତୁ ସମାନଙ୍କେୁ କହିଲେ, ତୁମ୍ଭମାନେେ ସମାନଙ୍କେୁ ଖାଇବାକୁ ଦିଅ।
37 Mas ele respondeu-lhes: Dai-lhes vós mesmos de comer. Replicaram-lhe: Iremos comprar duzentos denários de pão para dar-lhes de comer?
38 ଯୀଶୁ ଶିଷ୍ଯମାନଙ୍କୁ ପଚାରିଲେ, ଯାଇ ଦେଖ, ତୁମ୍ଭ ପାଖ ରେ କେତେ ଖଣ୍ଡ ରୋଟୀ ଅଛି?
38 Ele perguntou-lhes: Quantos pães tendes? Ide ver. Depois de se terem informado, disseram: Cinco, e dois peixes.
39 ଯୀଶୁ ଆଜ୍ଞା ଦେଲେ, ଲୋକମାନଙ୍କୁ ପଡିଆର ସବୁଜ ଘାସ ଉପରେ ଦଳ-ଦଳ କରି ବ ସଇେ ଦିଅ।
39 Ordenou-lhes que mandassem todos sentar-se, em grupos, na relva verde.
40 ଲୋକମାନେ ପ୍ରତି ଦଳ ରେ ପଚାଶ-ପଚାଶ ବା ଶ ହେ-ଶ ହେ ହାଇବେସିଗଲେ।
40 E assentaram-se em grupos de cem e de cinqüenta.
41 ତା'ପରେ ଯୀଶୁ ପାଞ୍ଚଟି ରୋଟୀ ଓ ଦୁଇଟି ମାଛକୁ ଟକେି ସ୍ବର୍ଗ ଆଡକୁ ଚାହିଁ ପରମେଶ୍ବରଙ୍କୁ ରୋଟୀ ପାଇଁ ଧନ୍ଯବାଦ ଦେଲେ। ସେ ରୋଟୀ ଗୁଡିକୁ ଛିଣ୍ଡାଇ ଖଣ୍ଡ ଖଣ୍ଡ କରି ଶିଷ୍ଯମାନଙ୍କୁ ଲୋକମାନଙ୍କ ମଧିଅରେ ପରଶିବାକୁ ଦେଲେ। ତା'ପରେ ମାଛକୁ ମଧ୍ଯ ସେ ଖଣ୍ଡ-ଖଣ୍ଡ କଲେ ଓ ଲୋକଙ୍କ ମଧିଅରେ ସହେିଭଳି ବାଣ୍ଟି ଦେଲେ।
41 Então tomou os cinco pães e os dois peixes e, erguendo os olhos ao céu, abençoou-os, partiu-os e os deu a seus discípulos, para que lhos distribuíssem, e repartiu entre todos os dois peixes.
42 ସମସ୍ତେ ପୁରା ପଟେ ଖାଇ ତୃପ୍ତ ହେଲେ।
42 Todos comeram e ficaram fartos.
43 ସମସ୍ତେ ଖାଇ ସାରିବା ପରେ ଶିଷ୍ଯମାନେ ବଳକା ରୋଟୀ ଖଣ୍ଡ ଓ ମାଛ ଖଣ୍ଡଗୁଡିକୁ ବାରଟି ଟୋକଇେ ରେ ସଂପୂର୍ଣ୍ଣ କରି ଭର୍ତ୍ତି କଲେ।
43 Recolheram do que sobrou doze cestos cheios de pedaços, e os restos dos peixes.
44 ଯେଉଁମାନେ ରୋଟୀ ଖାଇଥିଲେ ସମାନଙ୍କେ ମଧିଅରେ କବଳେ ପୁରୁଷଙ୍କ ସଂଖ୍ଯା ପାଞ୍ଚ ହଜାର ଥିଲା।
44 Foram cinco mil os homens que haviam comido daqueles pães.
45 ତା'ପରେ ଯୀଶୁ ଶିଷ୍ଯମାନଙ୍କୁ ଡଙ୍ଗା ଭିତରକୁ ୟିବାକୁ କହିଲେ। ଯୀଶୁ ଶିଷ୍ଯମାନଙ୍କୁ ହ୍ରଦର ଅପର ପାଶର୍‌ବ ରେ ଥିବା ବେଥ୍ସାଇଦାକୁ ଆଗୁଆ ୟିବାକୁ କହିଲେ ଓ ସେ ନିଜେ ପରେ ଯିବେ ବୋଲି କହିଲେ। ସଠାେରେ ଥିବା ଲୋକମାନଙ୍କୁ ଘରକୁ ଫରେିୟିବା ପାଇଁ କହି ସେ ରହିଲେ।
45 Imediatamente ele obrigou os seus discípulos a subirem para a barca, para que chegassem antes dele à outra margem, em frente de Betsaida, enquanto ele mesmo despedia o povo.
46 ଯୀଶୁ ଲୋକମାନଙ୍କୁ ବିଦାୟ ଦବୋ ପରେ ପ୍ରାର୍ଥନା କରିବା ଉଦ୍ଦେଶ୍ଯ ରେ ପାହାଡ ଉପରକୁ ଗଲେ।
46 E despedido que foi o povo, retirou-se ao monte para orar.
47 ସନ୍ଧ୍ଯା ହବୋ ପରେ ମଧ୍ଯ ଡଙ୍ଗାଟି ହ୍ରଦ ମଝି ରେ ଥିଲା ଓ ଯୀଶୁ ସ୍ଥଳ ଭାଗ ରେ ଏକୁଟିଆ ଥିଲେ।
47 À noite, achava-se a barca no meio do lago e ele, a sós, em terra.
48 ଯୀଶୁ ଦେଖିଲେ ଯେ ଶିଷ୍ଯମାନଙ୍କୁ ଡଙ୍ଗା ରେ ଆହୁଲା ମାରିବା ପାଇଁ ବଡ ଅସୁବିଧା ହେଉଛି। କାରଣ ସେତବେେଳେ ପବନ ତାହାଙ୍କର ବିପରୀତ ଦିଗ ରେ ବହୁଥିଲା। ପ୍ରାତଃକାଳର ପ୍ରାୟ ତିନିଟାରୁ ଛଅଟା ଭିତ ରେ ଯୀଶୁ ହ୍ରଦ ଉପରେ ଚାଲି ଚାଲି ଶିଷ୍ଯମାନଙ୍କ ପାଖକୁ ଆସିଲେ। ସେ ଶିଷ୍ଯମାନଙ୍କ ପାଖ ଦଇେ ଯେତବେେଳେ ଆଗଇେ ୟିବା ଉପରେ,
48 Vendo-os se fatigarem em remar, sendo-lhes o vento contrário, foi ter com eles pela quarta vigília da noite, andando por cima do mar, e fez como se fosse passar ao lado deles.
49 ସେତବେେଳେ ତାହାଙ୍କ ଶିଷ୍ଯମାନେ ତାହାଙ୍କୁ ହ୍ରଦ ଉପରେ ଚାଲୁଥିବାର ତେଖି ତାହାଙ୍କୁ ଭୂତ ବୋଲି ଭାବି ନେଲେ। ସମାନେେ ଚିତ୍କାର କରିବାକୁ ଲାଗିଲେ।
49 À vista de Jesus, caminhando sobre o mar, pensaram que fosse um fantasma e gritaram;
50 ସମସ୍ତ ଶିଷ୍ଯମାନେ ଯମେିତି ତାହାଙ୍କୁ ଦେଖିଲେ ସମାନେେ ଡରିଗଲେ। ଯୀଶୁ ତୁରନ୍ତ ସମାନଙ୍କେୁ କହିଲେ, ସାହାସ ଧର। ଇଏ ମୁଁ, ଭୟ କର ନାହିଁ।
50 pois todos o viram e se assustaram. Mas ele logo lhes falou: Tranqüilizai-vos, sou eu; não vos assusteis!
51 ତା'ପରେ ସେ ଶିଷ୍ଯମାନଙ୍କ ସହିତ ଡଙ୍ଗା ରେ ଚଢିଗଲେ। ପବନ ବନ୍ଦ ହାଇଗେଲା। ଏଥି ରେ ସମାନେେ ଆଶ୍ଚର୍ୟ୍ଯ ହାଇଗେଲେ।
51 E subiu para a barca, junto deles, e o vento cessou. Todos se achavam tomados de um extremo pavor,
52 ସମାନେେ ରୋଟୀ ସମ୍ବନ୍ଧୀୟ ଆଶ୍ଚର୍ୟ୍ଯକାର୍ୟ୍ଯକୁ ବୁଝି ପାରି ନଥିଲେ। ସମାନଙ୍କେ ବୁଦ୍ଧି ଜଡ ହାଇଯୋଇଥିଲା।
52 pois ainda não tinham compreendido o caso dos pães; os seus corações estavam insensíveis.
53 ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ହ୍ରଦପାରି ହାଇେ ଗିନ୍ନସରେତ୍ ରେ ପହନ୍ଚିଲେ। ସମାନେେ ଡଙ୍ଗାଟି ସଠାେରେ ବାନ୍ଧି ଦେଲେ।
53 Navegaram para o outro lado e chegaram à região de Genesaré, onde aportaram.
54 ଡଙ୍ଗାରୁ ଓହ୍ଲଇେ ବାହାରକୁ ଆସିବା ପରେ ଲୋକମାନେ ଯୀଶୁଙ୍କୁ ଦେଖି ଚିହ୍ନି ପାରିଲେ।
54 Assim que saíram da barca, o povo o reconheceu.
55 ତା'ପରେ ସମାନେେ ଯୀଶୁ ଆସିଥିବା ଖବର ଲୋକଙ୍କୁ ଦବୋ ପାଇଁ ସେ ଅଞ୍ଚଳର ପ୍ରେତ୍ୟକକ ସ୍ଥାନକୁ ଦୌଡି ଗଲେ। ଯୀଶୁ ଯେଉଁ ସ୍ଥାନକୁ ଗଲେ, ସଠାେରେ ଖବର ବ୍ଯାପିଗଲା ଓ ସଠାେକୁ ଲୋକମାନେ ରୋଗୀମାନଙ୍କୁ ଖଟିଆ ରେ ନଇେ ଆସିଲେ।
55 Percorrendo toda aquela região, começaram a levar, em leitos, os que padeciam de algum mal, para o lugar onde ouviam dizer que ele se encontrava.
56 ଯୀଶୁ ସେ ଅଞ୍ଚଳର ନଗର , ଗାଁ ଓ ପୁରପଲ୍ଲୀ ଯେଉଁଆଡେ ଗଲେ, ଲୋକେ ରୋଗୀମାନଙ୍କୁ ସଠାେକାର ହାଟ ବଜାର ରେ ଥୋଇ ଦଇେ ତାହାଙ୍କୁ ଅନୁ ରୋଧ କରୁଥିଲେ, ଯେ ସେ ତାହାଙ୍କ ପିନ୍ଧା ଲୁଗାରୁ ଟିକିଏ ସମାନଙ୍କେୁ ଛୁଇଁ ଦବୋକୁ ସୁ ଯୋଗ ଦିଅନ୍ତୁ। ଯେଉଁମାନେ ତାହାଙ୍କୁ ଛୁଇଁ ପାରିଲେ, ସମାନେେ ସମସ୍ତେ ସୁସ୍ଥ ହାଇଗେଲେ।
56 Onde quer que ele entrasse, fosse nas aldeias ou nos povoados, ou nas cidades, punham os enfermos nas ruas e pediam-lhe que os deixassem tocar ao menos na orla de suas vestes. E todos os que tocavam em Jesus ficavam sãos.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Marcos 6, comparar traduções ou montar um estudo — tudo direto pelo WhatsApp.