Marcos 9
Oriya Bible (GL_ORIYA) vs NVT
1 ତା'ପରେ ଯୀଶୁ କହିଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି, ଏଠା ରେ ଯେଉଁମାନେ ଠିଆ ହାଇେଛ, ତୁମ୍ଭମାନଙ୍କ ମଧ୍ଯରୁ କେତେ ଜଣ ନିଜ ମୃତ୍ଯୁ ପୂର୍ବରୁ ପରମେଶ୍ବରଙ୍କ ରାଜ୍ଯ ଏଠାକୁ ଆସିବାର ଦେଖିବ। ପରମେଶ୍ବରଙ୍କ ରାଜ୍ଯ ତା'ର କ୍ଷମତା ନଇେ ଆସିବ।
1 Jesus prosseguiu: “Eu lhes digo a verdade: alguns que estão aqui neste momento não morrerão antes de ver o reino de Deus vindo com grande poder!”.
2 ଛଅ ଦିନ ପରେ, ଯୀଶୁ ପିତର, ଯାକୁବ ଓ ଯୋହନଙ୍କୁ ନିଜ ସାଙ୍ଗ ରେ ନଇେ ଗୋଟିଏ ଉଚ୍ଚ ପର୍ବତ ଉପରକୁ ଗଲେ। ସଠାେରେ କବଳେ ସହେିମାନେ ଥିଲେ। ସଠାେରେ ଶିଷ୍ଯମାନେ ଯୀଶୁଙ୍କୁ ଦେଖୁଥିବା ସମୟରେ ଯୀଶୁଙ୍କ ସ୍ବରୂପ ପରିବର୍ତ୍ତନ ହାଇେ ଗଲା।
2 Seis dias depois, Jesus levou consigo Pedro, Tiago e João até um monte alto, para estarem a sós. Ali, diante de seus olhos, a aparência de Jesus foi transformada.
3 ଯୀଶୁଙ୍କ ବସ୍ତ୍ର ଧଳା ଚକ୍ ଚକ୍ ହାଇଗେଲା। ତାହା ଏତେ ଉଜ୍ଜଳ ଓ ଧଳା ଥିଲା ଯେ ପୃଥିବୀର କୌଣସି ଲୋକ ଏତେ ଧଳା କରି ପାରିବ ନାହିଁ।
3 Suas roupas ficaram brancas e resplandecentes, muito mais claras do que qualquer lavandeiro seria capaz de deixá-las.
4 ଏଲିୟ ଓ ମାଶାେ ଯୀଶୁଙ୍କ ସହିତ ପ୍ରକାଶିତ ହେଲେ। ସମାନେେ ଯୀଶୁଙ୍କ ସହିତ କଥାବାର୍ତ୍ତା କରୁଥିଲେ।
4 Então Elias e Moisés apareceram e começaram a falar com Jesus.
5 ପିତର ଯୀଶୁଙ୍କୁ କହିଲେ, ଗୁରୁ, ବହୁତ ଭଲ ହେଲା ଯେ ଆମ୍ଭେ ଏଠା ରେ ଅଛୁ। ଆମ୍ଭେ ଏଠା ରେ ତିନୋଟି ତମ୍ବୁ ଟାଣି ଦବେୁ, ଗୋଟିଏ ତୁମ୍ଭ ପାଇଁ, ଗୋଟିଏ ମାଶାଙ୍କେ ପାଇଁ ଓ ଅନ୍ୟଟି ଏଲିୟଙ୍କ ପାଇଁ।
5 Pedro exclamou: “Rabi, é maravilhoso estarmos aqui! Vamos fazer três tendas: uma será sua, uma de Moisés e outra de Elias”.
6 ପିତର ଜାଣି ପାରୁ ନଥିଲେ ଯେ କ'ଣ କହିବାକୁ ହବେ। କାରଣ ସେ ଓ ଅନ୍ୟ ଦୁଇଜଣ ଶିଷ୍ଯ ବହୁତ ଡରି ଯାଇଥିଲେ।
6 Disse isso porque não sabia o que mais falar, pois estavam todos apavorados.
7 ତା'ପରେ ଖଣ୍ଡେ ମେଘ ଭାସି ଆସିଲା ଓ ସମସ୍ତଙ୍କୁ ଘୋଡାଇ ପକାଇଲା। ମେଘ ଭିତରୁ ଏହି ଭଳି ବାଣୀ ଶୁଣା ଗଲା, ଏ ମାରେ ପୁତ୍ର, ମୁଁ ତାହାଙ୍କୁ ପ୍ ରମେ କରେ। ତୁମ୍ଭମାନେେ ତାହାଙ୍କ କଥା ମାନ।
7 Então uma nuvem os cobriu, e uma voz que vinha da nuvem disse: “Este é meu Filho amado. Ouçam-no!”.
8 ଏବଂ ସହେି ସମୟରେ ପିତର, ଯାକୁବ ଓ ଯୋହନ ତାରିଆଡକୁ ଚାହିଁଲେ କିନ୍ତୁ ସଠାେରେ ସମାନେେ ତାହାଙ୍କ ସହିତ କବଳେ ଯୀଶୁଙ୍କ ଛଡା ଆଉ କାହାରିକୁ ଦେଖିଲେ ନାହିଁ।
8 De repente, quando olharam em volta, só Jesus estava com eles.
9 ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ପର୍ବତ ଉପରୁ ତଳକୁ ଓହ୍ଲଇେ ଆସୁଥିଲେ। ଯୀଶୁ ଶିଷ୍ଯମାନଙ୍କୁ ଆଜ୍ଞା ଦେଲେ। ଯେ ସମାନେେ ପର୍ବତ ଉପରେ ଯାହା ସବୁ ଦେଖିଲେ ତାହା କାହାରି ଆଗ ରେ ପ୍ରକାଶ କରିବେ ନାହିଁ ଓ ମନୁଷ୍ଯପୁତ୍ର ମୃତ୍ଯୁରୁ ପୁନରୁତ୍ଥିତ ନ ହବୋ ପର୍ୟ୍ଯନ୍ତ ଅପେକ୍ଷା କରିବେ। ତା ପରେ ସମାନେେ ଲୋକଙ୍କ ଆଗ ରେ ତାହା ପ୍ରକାଶ କରି ପାରିବେ।
9 Enquanto desciam o monte, Jesus ordenou que não contassem a ninguém o que tinham visto, até que o Filho do Homem tivesse ressuscitado dos mortos.
10 ତେଣୁ ଶିଷ୍ଯମାନେ ଯୀଶୁଙ୍କ କଥା ମାନିଲେ ଓ ସମାନେେ ଯାହା ଦେଖିଲେ ତାହା କାହାରି ଆଗ ରେ ପ୍ରକାଶ କଲେ ନାହିଁ। କିନ୍ତୁ ସମାନେେ କଥାବାର୍ତ୍ତା କରୁଥିଲେ ଯେ ମୃତ୍ଯୁରୁ ପୁନରୁଥିତ ହବୋର ଅର୍ଥ କ'ଣ?
10 Eles guardaram segredo, mas conversavam entre si com frequência sobre o que ele queria dizer com “ressuscitar dos mortos”.
11 ସମାନେେ ଯୀଶୁଙ୍କୁ ପଚାରିଲେ, ଧର୍ମଶାସ୍ତ୍ରୀମାନେ କାହିଁକି କହୁଛନ୍ତି ଯେ ଏଲିୟ ନିଶ୍ଚିତ ଭାବରେ ପ୍ରଥମେ ଆସିବେ?
11 Então eles perguntaram a Jesus: “Por que os mestres da lei afirmam que é necessário que Elias volte antes que o Cristo venha?”.
12 ଯୀଶୁ ସମାନଙ୍କେୁ କହିଲେ, ହଁ, ସମାନେେ ଠିକ୍ କହୁଛନ୍ତି। ସବୁ ବିଷୟ ସୁବ୍ଯବସ୍ଥିତ କରିବାକୁ ନିଶ୍ଚୟ ଏଲିୟ ହିଁ ପ୍ରଥମେ ଆସିବେ। କିନ୍ତୁ ମନୁଷ୍ଯପୁତ୍ରଙ୍କ ସମ୍ବନ୍ଧ ରେ ଶାସ୍ତ୍ର ରେ କାହିଁକି ଲଖାେ ଅଛି ଯେ ସେ ବହୁତ ଯାତନା ଭୋଗ କରିବେ ଓ ଲୋକେ ତାହାଙ୍କ ସହିତ ତାଚ୍ଛଲ୍ଯପୂର୍ଣ୍ଣ ବ୍ଯବହାର କରିବେ।
12 Jesus respondeu: “De fato, Elias vem primeiro para restaurar tudo. Então por que as Escrituras dizem que é necessário o Filho do Homem sofrer muito e ser tratado com desprezo?
13 ମୁଁ ତୁମ୍ଭକୁ କହୁଛି ଯେ ଏଲିୟ ଏବେ ଆସି ସାରିଛନ୍ତି, ଏବଂ ଲୋକମାନେ ଯାହା ଚାହିଁଛନ୍ତି ତାହାଙ୍କ ପ୍ରତି ସଭେଳି ଖରାପ ବ୍ଯବହାର କରିଛନ୍ତି। ତାହାଙ୍କ ପ୍ରତି ଏଭଳି ବ୍ଯବହାର କରାୟିବ ବୋଲି ଶାସ୍ତ୍ର ରେ ଲଖାେ ଅଛି।
13 Eu, porém, lhes digo: Elias já veio e eles preferiram maltratá-lo, conforme as Escrituras haviam previsto”.
14 ତା'ପରେ ଯୀଶୁ ପିତର, ଯାକୁବ ଓ ଯୋହନ ଅନ୍ୟ ଶିଷ୍ଯମାନଙ୍କ ପାଖକୁ ଗଲେ। ସମାନେେ ଦେଖିଲେ ଯେ ଅନକେ ଲୋକ ସମାନଙ୍କେୁ ଘରେି ରହିଛନ୍ତି। ସମାନଙ୍କେ ସହିତ ଧର୍ମଶାସ୍ତ୍ରୀମାନେ ୟୁକ୍ତିତର୍କ କରୁଛନ୍ତି।
14 Ao voltarem para junto dos outros discípulos, viram que estavam cercados por uma grande multidão e que alguns mestres da lei discutiam com eles.
15 ଯେତବେେଳେ ଲୋକମାନେ ଯୀଶୁଙ୍କୁ ଦେଖିଲେ, ସମାନେେ ଆଶ୍ଚର୍ୟ୍ଯ ହାଇଗେଲେ। ସମାନେେ ତାହାଙ୍କୁ ସ୍ବାଗତ କରିବାକୁ ତାହାଙ୍କ ପାଖକୁ ଦୌଡି ଗଲେ।
15 Quando a multidão viu Jesus, ficou muito admirada e correu para cumprimentá-lo.
16 ଯୀଶୁ ପଚାରିଲେ, ତୁମ୍ଭମାନେେ ଧର୍ମଶାସ୍ତ୍ରୀମାନଙ୍କ ସହିତ କେଉଁ ବିଷୟ ରେ ୟୁକ୍ତିତର୍କ କରୁଥିଲ?
16 “Sobre o que discutem?”, perguntou Jesus.
17 ଭିଡ ଭିତରୁ ଜଣେ ଲୋକ ଉତ୍ତର ଦଲୋ, ହେ ଗୁରୁ, ମୁଁ ମାେ ପୁଅକୁ ଆପଣଙ୍କ ପାଖକୁ ଆଣିଥିଲି। ତା ଦହେ ରେ ଦୁଷ୍ଟାତ୍ମାଟିଏ ପ୍ରବେଶ କରି ତାକୁ କଥା କହିବାକୁ ଦେଉନାହିଁ।
17 Um dos homens na multidão respondeu: “Mestre, eu lhe trouxe meu filho, que está possuído por um espírito impuro que não o deixa falar.
18 ଦୁଷ୍ଟାତ୍ମା ପୁଅକୁ ଆକ୍ରମଣ କରୁଛି। ସେ ଆକ୍ରମଣ କଲା ବେଳେ ପୁଅକୁ ତଳେ କଚାଡି ଦେଉଛି। ପୁଅ ମୁଁହଁରୁ ଫଣେ ବାହାରୁଛି ଓ ସେ ଦାନ୍ତ କଡମଡ କରୁଛି ଓ ଶୁଖିଯାଉଛି, ମୁଁ ଆପଣଙ୍କ ଶିଷ୍ଯମାନଙ୍କୁ ସହେି ଦୁଷ୍ଟାତ୍ମା କୁ ବାହାର କରି ଦବୋକୁ ଅନୁରୋଧ କଲି, କିନ୍ତୁ ସମାନେେ ତାକୁ ବାହାର କରି ପାରିଲେ ନାହିଁ।
18 Sempre que o espírito se apodera dele, joga-o no chão, e ele espuma pela boca, range os dentes e fica rígido. Pedi a seus discípulos que expulsassem o espírito impuro, mas eles não conseguiram”.
19 ଯୀଶୁ ଉତ୍ତର ଦେଲେ, ତୁମ୍ଭମାନେେ କାହିଁକି ବିଶ୍ବାସ କରୁନାହଁ? କେତେ କାଳ ମୁଁ ତୁମ୍ଭମାନଙ୍କ ସହିତ ଥିବି? କେତେ କାଳ ମୁଁ ତୁମ୍ଭମାନଙ୍କର ସବୁ ସହୁଥିବି? ସହେି ପିଲାକୁ ମାେ ପାଖକୁ ନଇେଆସ।
19 Jesus lhes disse: “Geração incrédula! Até quando estarei com vocês? Até quando terei de suportá-los? Tragam o menino para cá”.
20 ତେଣୁ ଶିଷ୍ଯମାନେ ପିଲାକୁ ଯୀଶୁଙ୍କ ପାଖକୁ ନଇେ ଆସିଲେ। ଦୁଷ୍ଟାତ୍ମା ଯୀଶୁଙ୍କୁ ଦେଖିବା ମାତ୍ ରେ ପିଲାକୁ ଆକ୍ରମଣ କଲା। ସହେି ପିଲା ତଳେ ପଡିଯାଇ ଗଡିଗଲା। ତା' ପାଟିରୁ ଫଣେ ବାହାରିଲା।
20 Então o trouxeram. Quando o espírito impuro viu Jesus, causou uma convulsão intensa no menino e ele caiu no chão, contorcendo-se e espumando pela boca.
21 ଯୀଶୁ ପିଲାର ବାପାକୁ ପଚାରିଲେ, କେତେ ଦିନ ହେଲା ପିଲାର ଏମିତି ହେଉଛି?
21 Jesus perguntou ao pai do menino: “Há quanto tempo isso acontece com ele?”. “Desde que ele era pequeno”, respondeu o pai.
22 ଦୁଷ୍ଟାତ୍ମା ତାକୁ ମାରିବାକୁ ଅନକେ ଥର ପାଣିକୁ ଓ ଅନକେ ଥର ନିଆଁ ଭିତରକୁ ଫିଙ୍ଗି ଦେଉଛି। ଆପଣ ଯଦି ତା ପାଇଁ କିଛି କରି ପାରନ୍ତି, ତବେେ ଆମ୍ଭ ପ୍ରତି ଦୟା ହବେ ଓ ଆମ୍ଭକୁ ସାହାୟ୍ଯ ହବେ।
22 “Muitas vezes o espírito o lança no fogo ou na água e tenta matá-lo. Tenha misericórdia de nós e ajude-nos, se puder.”
23 ଯୀଶୁ କହିଲେ, ତୁମ୍ଭେ କହିଲ, 'ତୁମ୍ଭେ ଯଦି ପାରିବ ତବେେ ସାହାୟ୍ଯ ହବେ।' ବିଶ୍ବାସୀ ଲୋକପାଇଁ ସବୁ କିଛି ସମ୍ଭବ।
23 “Se puder?”, perguntou Jesus. “Tudo é possível para aquele que crê.”
24 ପିଲାଟିର ବାପା ଉଚ୍ଚସ୍ବର କରି କହିଲା, ମୁଁ ବିଶ୍ବାସ କରୁଛି। ମାେତେ ଅଧିକ ବିଶ୍ବାସ କରିବା ପାଇଁ ସାହାୟ୍ଯ କରନ୍ତୁ।
24 No mesmo instante, o pai respondeu: “Eu creio, mas ajude-me a superar minha incredulidade”.
25 ଯୀଶୁ ଦେଖିଲେ ଯେ ଏହି ଘଟଣା ଦେଖିବା ପାଇଁ ଲୋକେ ତାହାଙ୍କ ପାଖକୁ ମାଡି ଆସୁଛନ୍ତି। ତେଣୁ ସେ ଦୁଷ୍ଟାତ୍ମାକୁ ଧମକ ଦଇେ କହିଲେ, ହେ ଦୁଷ୍ଟାତ୍ମା, ତୁ ପିଲାଟିକୁ ମୂକ ଓ ବଧିର କରି ଦଇେଛୁ। ମୁଁ ତୋତେ ଆଜ୍ଞା ଦେଉଛି, ପିଲାର ଦହେ ଭିତରୁ ବାହାରିଯା। ଏହାର ଦହେ ରେ ପୁଣି ଆଉ କବେେ ହେଲେ ପ୍ରବେଶ କରିବୁ ନାହିଁ।
25 Quando Jesus viu que a multidão aumentava, repreendeu o espírito impuro, dizendo: “Espírito que impede este menino de ouvir e falar, ordeno que saia e nunca mais entre nele!”.
26 ଦୁଷ୍ଟାତ୍ମା ୟନ୍ତ୍ରଣା ରେ ଚିତ୍କାର କଲା, ପିଲାକୁ ଥରାଇ ତଳେ ପକାଇ ଦଲୋ। ପୁଣି ଥରେ ପିଲାକୁ ତଳେ କଚାଡି ଦଇେ ଦୁଷ୍ଟାତ୍ମା ତା' ଦହରେୁ ବାହାରି ଆସିଲା। ଏହି ପିଲା ମରିଗଲା ଭଳି ଦଖାଗେଲା। ଅନକେ ଲୋକ କହିଲେ, ସେ ମରି ଯାଇଛି।
26 O espírito gritou, causou outra convulsão intensa no menino e saiu dele. O menino parecia morto. Um murmúrio correu pela multidão: “Ele morreu”.
27 କିନ୍ତୁ ଯୀଶୁ ପିଲାର ହାତ ଧରି ତାହାକୁ ଉଠାଇ ଠିଆ କରାଇଲେ। ସହେି ପିଲା ଠିଆ ହେଲା।
27 Mas Jesus o tomou pela mão e o ajudou a se levantar, e ele ficou em pé.
28 ତା'ପରେ ଯୀଶୁ ଘର ଭିତରକୁ ଗଲେ। କବଳେ ତାହାଙ୍କ ଶିଷ୍ଯମାନେ ତାହାଙ୍କ ସହିତ ସଠାେରେ ଥିଲେ। ସମାନେେ ତାକୁ ପଚାରିଲେ, ଆମ୍ଭମାନେେ ଦୁଷ୍ଟାତ୍ମାକୁ କାହିଁକି ବାହାର କରି ପାରିଲୁନି?
28 Depois, quando Jesus estava em casa com seus discípulos, eles perguntaram: “Por que não conseguimos expulsar aquele espírito impuro?”.
29 ଏହା ଶୁଣି ଯୀଶୁ ସମାନଙ୍କେୁ କହିଲେ, ଏହି ପ୍ରକାରର ଦୁଷ୍ଟାତ୍ମାକୁ କବଳେ ପ୍ରାର୍ଥନା ମାଧ୍ଯମ ରେ ବାହାର କରା ଯାଇ ପାରିବ।
29 Jesus respondeu: “Essa espécie só sai com oração”.
30 ତା'ପରେ ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ସେ ସ୍ଥାନ ଛାଡି ଚାଲିଗଲେ। ସମାନେେ ଗାଲିଲୀ ଦଇେ ଯାଉଥିଲେ। ସମାନେେ କେଉଁଠି ଅଛନ୍ତି ସେ କଥା ଲୋକେ ଜାଣନ୍ତୁ ବୋଲି ଯୀଶୁ ଚାହୁଁ ନଥିଲେ।
30 Ao deixarem aquela região, viajaram pela Galileia. Jesus não queria que ninguém soubesse que ele estava lá,
31 କାରଣ ସେ ନିଜ ଶିଷ୍ଯମାନଙ୍କୁ ଏକୁଟିଆ ଅଲଗା ଉପଦେଶ ଦବୋକୁ ଚାହୁଁଥିଲେ। ସେ ସମାନଙ୍କେୁ କହିଲେ, ମନୁଷ୍ଯପୁତ୍ରଙ୍କୁ ମନୁଷ୍ଯମାନଙ୍କ ହସ୍ତ ରେ ସମର୍ପଣ କରାୟିବ। ସମାନେେ ତାହାଙ୍କୁ ବଧ କରିବା। କିନ୍ତୁ ମୃତ୍ଯୁର ତିନି ଦିନ ପରେ ସେ ପୁଣି ମୃତ୍ଯୁରୁ ପୁନରୁତ୍ଥିତ ହବେେ।
31 pois queria ensinar a seus discípulos. Ele lhes dizia: “O Filho do Homem será traído e entregue em mãos humanas. Será morto, mas três dias depois ressuscitará”.
32 ଯୀଶୁଙ୍କ ଏହି କଥା କହିବାର ଅର୍ଥ ଶିଷ୍ଯମାନେ ବୁଝି ପାରିଲେ ନାହିଁ। ସମାନେେ ତାହାଙ୍କୁ ଏହାର ଅର୍ଥ ପଚାରି ବୁଝିବାକୁ ଭୟ କଲେ।
32 Eles, porém, não entendiam essas coisas e tinham medo de lhe perguntar.
33 ଯୀଶୁ ଓ ତାହାଙ୍କ ଶିଷ୍ଯମାନେ କଫର୍ନାହୁମକୁ ଆସିଲେ। ସମାନେେ ଗୋଟିଏ ଘର ଭିତରକୁ ଗଲେ। ତାପରେ ଯୀଶୁ ଶିଷ୍ଯମାନଙ୍କୁ ପଚାରିଲେ, ଆଜି ରାସ୍ତା ରେ ଆସିବା ବେଳେ କେଉଁ ବିଷୟ ରେ ତୁମ୍ଭମାନେେ ୟୁକ୍ତିତର୍କ କରୁଥିଲ?
33 Depois que chegaram a Cafarnaum e se acomodaram numa casa, Jesus perguntou a seus discípulos: “Sobre o que vocês discutiam no caminho?”.
34 କିନ୍ତୁ ଶିଷ୍ଯମାନେ ଚୁପ୍ ରହିଲେ। କାରଣ ସମାନେେ ବାଟରେ ୟୁକ୍ତିତର୍କ କରୁଥିଲେ ଯେ ତାହାଙ୍କ ଭିତ ରେ ସବୁଠାରୁ ଶ୍ ରେଷ୍ଠ କିଏ?
34 Eles não responderam, pois tinham discutido sobre qual deles era o maior.
35 ଯୀଶୁ ବସିପଡିଲେ ଓ ବାରଜଣ ପ୍ ରରେିତଙ୍କୁ ପାଖକୁ ଡାକିଲେ। ଯୀଶୁ କହିଲେ, ଯଦି କହେି ସବୁଠାରୁ ବଡ ହବୋକୁ ଚା ହେଁ ତବେେ ସେ ଅନ୍ୟ ସମସ୍ତଙ୍କୁ ତା' ନିଜ ଅପେକ୍ଷା ବଡ ମନେ କରୁ ଓ ସମସ୍ତଙ୍କର ସବୋ କରୁ।
35 Jesus se sentou, chamou os Doze e disse: “Quem quiser ser o primeiro, que se torne o último e seja servo de todos”.
36 ତା'ପରେ ଯୀଶୁ ଗୋଟିଏ େଛାଟ ପିଲାକୁ ନଇେ ସମାନଙ୍କେ ଆଗ ରେ ଠିଆ କରାଇଲେ। ସହେି ପିଲାକୁ କୋଳ ରେ ନଇେ ସେ କହିଲେ,
36 Então colocou uma criança no meio deles, tomou-a nos braços e disse:
37 ମାେ ନାମ ରେ ଯେଉଁ ଲୋକ ଗୋଟିଏ ପିଲାକୁ ଏହିଭଳି ଗ୍ରହଣ କରେ, ସେ ମାେତେ ଗ୍ରହଣ କରେ। ଯେଉଁ ଲୋକ ମାେତେ ଗ୍ରହଣ କରେ, ସେ ଯେ, କବଳେ ମାେତେ ଗ୍ରହଣ କରେ, ତା ନୁହେଁ, ବରଂ ସେ ମାରେ ପ୍ ରରଣେ କର୍ତ୍ତାଙ୍କୁ ମଧ୍ଯ ଗ୍ରହଣ କରେ।
37 “Quem recebe uma criança pequena como esta em meu nome recebe a mim, e quem me recebe não recebe apenas a mim, mas também ao Pai, que me enviou”.
38 ଯୋହନ ଯୀଶୁଙ୍କୁ କହିଲେ, ହେ ଗୁରୁ, ତୁମ୍ଭ ନାମ ନଇେ ଲୋକଙ୍କ ଦହରେୁ ଦୁଷ୍ଟାତ୍ମାମାନଙ୍କୁ ବାହାର କରୁଥିବା ଜଣେ ଲୋକଙ୍କୁ ଆମ୍ଭମାନେେ ଦେଖିଲୁ। ଆମ୍ଭମାନେେ ତାକୁ ମନାକରିଲୁ, କାରଣ ସେ ଆମ୍ଭମାନଙ୍କ ଭିତରର ଲୋକ ନୁହେଁ।
38 João disse a Jesus: “Mestre, vimos alguém usar seu nome para expulsar demônios; nós o proibimos, pois ele não era do nosso grupo”.
39 କିନ୍ତୁ ଯୀଶୁ କହିଲେ, ତାକୁ ମନାକର ନାହିଁ। କାରଣ ଯେଉଁ ଲୋକ ମାେ ନାମ ନଇେ ଶକ୍ତିର କାର୍ୟ୍ଯ କରିପା ରେ, ସେ ମାେ ନାମ ରେ ଆଉ ଖରାପ କଥା କହି ପାରିବ ନାହିଁ।
39 “Não o proíbam!”, disse Jesus. “Ninguém que faça milagres em meu nome falará mal de mim a seguir.
40 ଯେଉଁ ଲୋକ ଆମ୍ଭର ବିରୋଧ କରେ ନାହିଁ, ସେ ଆମ୍ଭର ସପକ୍ଷର ଲୋକ।
40 Quem não é contra nós é a favor de nós.
41 ମୁଁ ତୁମ୍ଭମାନଙ୍କୁ ସତ୍ଯ କହୁଛି। ତୁମ୍ଭମାନେେ ଖ୍ରୀଷ୍ଟଙ୍କ ଲୋକ ବୋଲି ଯଦି କହେି ତୁମ୍ଭମାନଙ୍କୁ ଗିନାଏ ପାଣି ପିଇବାକୁ ଦିଏ, ତବେେ ତାକୁ ଏଥି ପାଇଁ ନିଶ୍ଚୟ ପୁରସ୍କାର ମିଳିବ।
41 Eu lhes digo a verdade: se alguém lhes der um simples copo de água porque vocês são seguidores do Cristo, essa pessoa certamente será recompensada.
42 ଯଦି ଏହି େଛାଟ ଅ ବୋଧ ପିଲାମାନଙ୍କ ମଧ୍ଯରୁ ମାେତେ କହେି ବିଶ୍ବାସ କରୁଥାଏ ଏବଂ ଆଉ ଜଣେ ଲୋକ ସହେି ପିଲାଟିକୁ ପାପ କର୍ମ ରେ ଲିପ୍ତ କରାଏ, ତବେେ ସେ ଲୋକଟି ପାଇଁ ଏହା ଅତ୍ଯନ୍ତ ଖରାପ ହବେ। ସେ ଲୋକ ବକରେେ ଚକି ପଥରଟିଏ ବାନ୍ଧି ଦଇେ ତାକୁ ସମୁଦ୍ର ରେ ଫିଙ୍ଗି ଦବୋ ତା ପାଇଁ ଭଲ ହାଇେଥାଆନ୍ତା।
42 “Mas, se alguém fizer um destes pequeninos que confiam em mim cair em pecado, seria melhor que lhe amarrassem ao pescoço uma grande pedra de moinho e fosse jogado ao mar.
43 ଯଦି ତୁମ୍ଭର ହାତ ତୁମ୍ଭକୁ ପାପ କରାଏ, ତବେେ ତାକୁ କାଟିଦିଅ।
43 Se sua mão o leva a pecar, corte-a fora. É melhor entrar na vida eterna com apenas uma das mãos que ser lançado no fogo inextinguível do inferno com as duas mãos.
44 କାରଣ ଦୁଇ ହାତ ଥାଇ ଅନନ୍ତ କାଳ ଧରି ଜଳୁଥିବା ନର୍କର ନିଆଁ ଭିତ ରେ ତୁମ୍ଭକୁ ଫିଙ୍ଗି ଦିଆୟିବା ଅପେକ୍ଷା ବରଂ ତୁମ୍ଭେ ପଙ୍ଗୁ ହାଇେ ଅନନ୍ତ ଜୀବନ ଲାଭ କରିବା ଭଲ।
44 Lá os vermes nunca morrem e o fogo nunca se apaga.
45 ଯଦି ତୁମ୍ଭର ପାଦ ତୁମ୍ଭକୁ ପାପ କରାଏ, ତବେେ ତାକୁ କାଟି ଦିଅ।
45 Se seu pé o leva a pecar, corte-o fora. É melhor entrar na vida eterna com apenas um pé que ser lançado no inferno com os dois pés.
46 ଦୁଇ ପାଦ ଥାଇ ନର୍କ ରେ ତୁମ୍ଭକୁ ଫିଙ୍ଗି ଦିଆୟିବା ଅପେକ୍ଷା ବରଂ େଛାଟା ହାଇେ ଅନନ୍ତ ଜୀବନ ଲାଭ କରିବା ଭଲ।
46 Lá os vermes nunca morrem e o fogo nunca se apaga.
47 ଯଦି ତୁମ୍ଭର ଆଖି ତୁମ୍ଭକୁ ପାପ କରାଏ, ତବେେ ତାକୁ ବାହାର କରି ଦିଅ। ଦୁଇ ଆଖି ଥାଇ ନର୍କ ରେ ତୁମ୍ଭକୁ ଫିଙ୍ଗି ଦିଆୟିବା ଅପେକ୍ଷା ବରଂ ତୁମ୍ଭେ ଗୋଟିଏ ଆଖି ଥାଇ ଅନନ୍ତ ଜୀବନ ଲାଭ କରିବା ଭଲ।
47 E, se seu olho o leva a pecar, lance-o fora. É melhor entrar no reino de Deus com apenas um dos olhos que ter os dois olhos e ser lançado no inferno.
48 ମନୁଷ୍ଯକୁ ଖାଉଥିବା ନର୍କର କୀଟ କବେେ ମ ରେ ନାହିଁ କି ନର୍କର ନିଆଁ କବେେ ଲିଭେ ନାହିଁ।
48 Lá os vermes nunca morrem e o fogo nunca se apaga.
49 ନିଆଁ ରେ ପ୍ରେତ୍ୟକକ ଲୋକକୁ ଦଣ୍ଡିତ କରାୟିବ।
49 “Pois cada um será provado com fogo.
50 ଲୁଣ ଭଲ ପଦାର୍ଥ। କିନ୍ତୁ ଲୁଣ ଯଦି ତାର ଲୁଣିଆ ଗୁଣ ହରାଇ ବସିବ, ତାକୁ ପୁଣି ଥରେ କିପରି ଲୁଣିଆ କରାଯାଇ ପାରିବ? ତେଣୁ ତୁମ୍ଭେ ଭଲ ଗୁଣ ରେ ପରିପୂର୍ଣ୍ଣ ହୁଅ। ସମସ୍ତେ ମିଳିମିଶି ଶାନ୍ତି ରେ ରୁହ।
50 O sal é bom para temperar, mas, se perder o sabor, como torná-lo salgado outra vez? Tenham entre vocês as qualidades do bom sal e vivam em paz uns com os outros.”
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Marcos 9, comparar traduções ou montar um estudo — tudo direto pelo WhatsApp.