Malaquias 4

Oriya Bible (GL_ORIYA) vs NVI

Sair da comparação
NVI Nova Versão Internacional
1 ସହେିଦିନ ଆସୁଅଛି ୟାହିକି ଉହ୍ନଇେ ପରି ଜଳିବ। ସହେି ସମସ୍ତ ଅହଙ୍କାରୀ ଲୋକମାନେ ଏବଂ ମନ୍ଦ କାର୍ୟ୍ଯ କରୁଥିବା ଲୋକମାନେ ନଡାପରି ଜଳିଯିବେ। ସହେି ଅଗ୍ନି ଗୋଟିଏ ଶାଖା କି ମୂଳ ମଧ୍ଯ ଛାଡିବ ନାହିଁ। ସର୍ବଶକ୍ତିମାନ୍ ସଦାପ୍ରଭୁ ଏହି କଥା କହିଥିଲେ।
1 "Pois certamente vem o dia, ardente como uma fornalha. Todos os arrogantes e todos os malfeitores serão como palha, e aquele dia, que está chegando, ateará fogo neles", diz o Senhor dos Exércitos. "Nem raiz nem galho algum sobrará.
2 ତଥାପି ଯେଉଁମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି, ଉଦଯକାଳୀନ ସୂର୍ୟ୍ଯର ରଶ୍ମି ଉତ୍ତମତା ତୁମ୍ଭମାନଙ୍କ ଉପ ରେ ଝକ୍ମକ୍ କରିବ। ଏହା ସୂର୍ୟ୍ଯକିରଣ ପରି ଆରୋଗ୍ୟ ଶକ୍ତି ଆଣିବ। ତୁମ୍ଭମାନେେ ବାଛୁରୀ ସଦୃଶ ଗୁହାଳରୁ ବାହାରି ସ୍ବାଧୀନ ଓ ସୁଖୀ ହବେ।
2 Mas para vocês que reverenciam o meu nome, o sol da justiça se levantará trazendo cura em suas asas. E vocês sairão e saltarão como bezerros soltos do curral.
3 ତା'ପ ରେ ତୁମ୍ଭମାନେେ ସହେି ଦୁଷ୍ଟାଗ୍ଭରୀଙ୍କ ଉପ ରେ ବିଚରଣ କରିବ। ସମାନେେ ତୁମ୍ଭ ପାଦତଳେ ଭସ୍ମ ସଦୃଶ ହବେେ। ଏହିସବୁ ସହେିଦିନ ଘଟିବ ଯେଉଁଦିନ ଆମ୍ଭେ ସୃଷ୍ଟି କରିଛୁ। ସର୍ବଶକ୍ତିମାନ୍ ସଦାପ୍ରଭୁ ଏହା କହିଥିଲେ।
3 Depois esmagarão os ímpios, que serão como pó sob as solas dos seus pés no dia em que eu agir", diz o Senhor dos Exércitos.
4 ମାଶାଙ୍କେର ବ୍ଯବସ୍ଥାକୁ ମନେ ପକାଅ ଓ ପାଳନ କର। ସେ ଆମ୍ଭର ଅନୁଚର। ଆମ୍ଭେ ହାରବେ ପର୍ବତ ରେ ଏହି ବ୍ଯବସ୍ଥା ଓ ନିଯମମାନ ତାଙ୍କୁ ଦଇେଥିଲୁ। ସହେି ବ୍ଯବସ୍ଥା ଇଶ୍ରାୟେଲର ସମସ୍ତ ଲୋକଙ୍କ ପାଇଁ ଥିଲା।
4 "Lembrem-se da lei do meu servo Moisés, dos decretos e das ordenanças que lhe dei em Horebe para todo o povo de Israel.
5 ସଦାପ୍ରଭୁ କହିଲେ, ଦେଖ, ଭବିଷ୍ଯଦ୍ବକ୍ତା ଏଲିଯଙ୍କୁ ଆମ୍ଭେ ତୁମ୍ଭ ନିକଟକୁ ପଠାଇବା। ସଦାପ୍ରଭୁଙ୍କଠାରୁ ମହାନ୍ ଓ ଭୟଙ୍କର ବିଗ୍ଭର ଦିନ ଆସିବା ପୂର୍ବରୁ ସେ ଆସିବେ।
5 "Vejam, eu enviarei a vocês o profeta Elias antes do grande e terrível dia do Senhor.
6 ସେ ପିତାମାତାଙ୍କୁ ପିଲାମାନଙ୍କ ସହିତ ଓ ପିଲାମାନଙ୍କୁ ସମାନଙ୍କେର ପିତା-ମାତା ସହିତ ପୁନର୍ମିଳନ କରାଇବେ। ଏହା ନିଶ୍ଚିତ ଘଟିବ। ନଚେତ୍ ଆମ୍ଭେ ପରମେଶ୍ବର ଆସିବା ଓ ସମ୍ପୂର୍ଣ୍ଣ ଦେଶକୁ ଧ୍ବଂସ କରିବା।
6 Ele fará com que os corações dos pais se voltem para seus filhos, e os corações dos filhos para seus pais; do contrário eu virei e castigarei a terra com maldição. "

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Malaquias 4, comparar traduções ou montar um estudo — tudo direto pelo WhatsApp.