Miquéias 2
Oriya Bible (GL_ORIYA) vs ARC
1 ଯେଉଁମାନେ ପାପ ଚିନ୍ତା କରନ୍ତି, ଦୁଃଖ ଦୁର୍ଦ୍ଦଶା ସମାନଙ୍କେ ନିକଟକୁ ଆ ସେ। ସହେି ଲୋକମାନେ ନିଜ ନିଜ ଶୟ୍ଯା ଉପ ରେ ପଡିରହି ମନ୍ଦ କଥା ଚିନ୍ତା କରନ୍ତି। ଯେତବେେଳେ ପ୍ରଭାତ ହୁଏ, ପାଞ୍ଚିଥିବା ମନ୍ଦ କଥାକୁ କାର୍ୟ୍ଯକାରୀ କରନ୍ତି। କାରଣ ସହଜ ରେ ସେ କାର୍ୟ୍ଯ କରିବାକୁ ତାଙ୍କର ସେ ଶକ୍ତି ଥାଏ।
1 Ai daqueles que, nas suas camas, intentam a iniquidade e maquinam o mal; à luz da alva o praticam, porque está no poder da sua mão!
2 ସମାନେେ କ୍ଷତେ ଗ୍ଭହାଁନ୍ତି, ତାହା ଅନ୍ୟମାନଙ୍କଠାରୁ ହରଣ କରନ୍ତି। ସମାନେେ ଗୃହ ଗ୍ଭହାଁନ୍ତି, ଅନ୍ୟଠାରୁ ଛଡାଇ ନିଅନ୍ତି। ସମାନେେ ମଧ୍ଯ ଅନ୍ୟର ଗୃହ ଅପହରଣ କରିବାକୁ ଲୋକମାନଙ୍କୁ ଠକନ୍ତି। ଆଉ ମଧ୍ଯ ସମାନେେ ଲୋକମାନଙ୍କୁ ପ୍ରତାରଣା କରି ସମାନଙ୍କେର ଭୂମି ଅପହରଣ କରନ୍ତି।
2 E cobiçam campos, e os arrebatam, e casas, e as tomam; assim fazem violência a um homem e à sua casa, a uma pessoa e à sua herança.
3 ଏଥିପାଇଁ ସଦାପ୍ରଭୁ କୁହନ୍ତି, ଦେଖ, ଏହି ପରିବାର ବିରୁଦ୍ଧ ରେ ମୁଁ ଅମଙ୍ଗଳ ଚିନ୍ତା କରୁଛି। ତୁମ୍ଭମାନେେ ନିଜକୁ ରକ୍ଷା କରିବାକୁ ସମର୍ଥ ହବେ ନାହିଁ। ତୁମ୍ଭମାନେେ ଗର୍ବର ସହିତ ବହୁ ଦୂର ଗ୍ଭଲିୟାଇପାରିବ ନାହିଁ। କାରଣ, ଦୁଃସମୟ ଆସୁଅଛି।
3 Portanto, assim diz o Senhor : Eis que projeto um mal contra esta geração, do qual não tirareis os vossos pescoços; e não andareis tão altivos, porque o tempo será mau.
4 ତା'ପ ରେ ଲୋକମାନେ ତୁମ୍ଭ ବିରୁଦ୍ଧ ରେ ଗୀତ ଗାଇବେ। ତାହା ଏକ ଦୁଃଖର ସଙ୍ଗୀତ ହବେ। ସମାନେେ ବିଳାପ କରି କହିବେ, 'ଆମ୍ଭମାନେେ ଧ୍ବଂସ ହାଇଗେଲୁ, ସଦାପ୍ରଭୁ ଆମ୍ଭର ଭୂମି ନଇଗେଲେ ଏବଂ ଅନ୍ୟ ଲୋକକୁ ତାହା ଦେଲେ। ଆମ୍ଭର ଭୂମିକୁ ଭାଗଭାଗ କରି ଶତୃମାନଙ୍କୁ ବାଣ୍ଟି ଦେଲେ।
4 Naquele dia, se levantará um provérbio sobre vós, e se levantará pranto lastimoso, dizendo: Nós estamos inteiramente desolados! A porção do meu povo, ele a troca! Como me despoja! Tira os nossos campos e os reparte!
5 ତେଣୁ ଆମ୍ଭମାନେେ ଜମିସବୁ ମାପିବାକୁ କ୍ଷମ ହବେୁ ନାହିଁ ଏବଂ ସଦାପ୍ରଭୁଙ୍କ ଲୋକମାନଙ୍କ ମଧିଅରେ ବାଣ୍ଟି ପାରିବୁ ନାହିଁ।'
5 Portanto, não terás tu na congregação do Senhor quem lance o cordel pela sorte.
6 ଲୋକେ କୁହନ୍ତି, ତୁମ୍ଭେ ସଦାପ୍ରଭୁଙ୍କ ବାକ୍ଯ ପ୍ରଗ୍ଭର କର ନାହିଁ। ଆମ୍ଭମାନଙ୍କୁ ସେ ଅମଙ୍ଗଳ ବାକ୍ଯ କୁହ ନାହିଁ। ଆମ୍ଭମାନଙ୍କର କୌଣସି ଅମଙ୍ଗଳ ଘଟିବ ନାହିଁ।
6 Não profetizeis; os que profetizam, não profetizem deste modo, que se não apartará a vergonha.
7 ହେ ଯାକୁବ ବଂଶ, ଆମ୍ଭେ ଏହିସବୁ ନିଶ୍ଚଯ କହିବା। କାରଣ ତୁମ୍ଭମାନେେ ଯେଉଁ ମନ୍ଦକାର୍ୟ୍ଯ କରିଛ, ସେଥିପାଇଁ ସଦାପ୍ରଭୁ ତାଙ୍କର ର୍ଧୈୟ୍ଯ ହରାଇଛନ୍ତି। ତୁମ୍ଭେ ଯଦି ଉଚିତ କର୍ମ କରିବ, ଆମ୍ଭର ବାକ୍ଯ ତୁମ୍ଭ ପାଇଁ ମଙ୍ଗଳକର ହବେ।
7 Ó vós que sois chamados a casa de Jacó, tem-se restringido o Espírito do Senhor ? São estas as suas obras? E não é assim que fazem bem as minhas palavras ao que anda retamente?
8 କିନ୍ତୁ ତୁମ୍ଭମାନେେ ଆମ୍ଭର ଲୋକମାନଙ୍କ ପ୍ରତି ଶତୃ ତୁଲ୍ଯ ହାଇେଛ। ପଥଗ୍ଭରୀମାନଙ୍କର ଉତ୍ତରୀଯ ବସ୍ତ୍ର ତୁମ୍ଭମାନେେ ଛଡାଇ ନଇେଛ। ସହେି ଲୋକମାନେ ନିରାପଦ ବୋଲି ଚିନ୍ତା କରନ୍ତି। କିନ୍ତୁ ତୁମ୍ଭମାନେେ ୟୁଦ୍ଧ ବନ୍ଦୀ ସଦୃଶ ସମାନଙ୍କେଠାରୁ ସମସ୍ତ ଛଡାଇ ନିଅ।
8 Mas há pouco se levantou o meu povo como um inimigo; de sobre a vestidura tirastes a capa daqueles que passavam seguros, como homens que voltavam da guerra.
9 ଆମ୍ଭ ଲୋକମାନଙ୍କର ନାରୀଗଣଙ୍କୁ ସମାନଙ୍କେର ରମଣୀଯ ଗୃହଗୁଡିକର ତୁମ୍ଭେ ଅପହରଣ କରିଛ। ଆଉ ମଧ୍ଯ ତୁମ୍ଭେ ସମାନଙ୍କେର େଛାଟ ସନ୍ତାନମାନଙ୍କଠାରୁ ମାରେ ଗୌରବ ଚିରଦିନ ପାଇଁ କାଢି ନଇେଛ।
9 Lançastes fora as mulheres do meu povo, da casa das suas delícias; dos seus meninos tirastes o meu louvor para sempre.
10 ତୁମ୍ଭମାନେେ ଉଠ ଏବଂ ଏସ୍ଥାନକୁ ପରିତ୍ଯାଗ କର। ଏ ସ୍ଥାନ ତୁମ୍ଭର ବିଶ୍ରାମଗୃହ ନୁହେଁ। କାରଣ ତୁମ୍ଭମାନେେ ଏହାର ପ୍ରତିଦ୍ବନ୍ଦୀ ହାଇେଛ। ତୁମ୍ଭେ ମଧ୍ଯ ଏହାକୁ କଳୁଷିତ କରିଛ। ତେଣୁ ଏହି ସ୍ଥାନ ଶାଚେନୀୟ ଭାବରେ ବିଚ୍ଛିନ୍ନ ହବେ।
10 Levantai-vos e andai, porque não será aqui o vosso descanso; por causa da corrupção que destrói, sim, que destrói grandemente.
11 ଯଦି କିଏ ଜଣେ ମିଥ୍ଯା ପ୍ରଚାର କରେ ତବେେ ଲୋକମାନେ ତାକୁ ଗ୍ରହଣ କରିବେ। ଯଦି ସେ ଆସି କ ହେ, ଭବିଷ୍ଯତ ରେ ପ୍ରଚୁର ଦ୍ରାକ୍ଷାରସ ଓ କଡା ସୁରା ମିଳିବ ତବେେ ଏହି ଲୋକମାନେ ମିଥ୍ଯା ଭବିଷ୍ଯତ ବାଣୀକୁ ଗ୍ରହଣ କରିବେ।
11 Se houver algum que siga o seu espírito de falsidade, mentindo e dizendo: Eu te profetizarei acerca do vinho e da bebida forte; será esse tal o profeta deste povo.
12 ହେ ଯାକୁବର ଲୋକମାନେ, ଆମ୍ଭେ ତୁମ୍ଭର ସମସ୍ତ ଲୋକମାନଙ୍କୁ ଏକତ୍ରୀତ କରିବା। ଆଉ ମଧ୍ଯ ଇଶ୍ରାୟେଲର ଅବଶିଷ୍ଟ ଲୋକମାନଙ୍କୁ ଏକାଠି କରିବା। ପଶୁମାନଙ୍କୁ ଖୁଆଡ ରେ ଓ ଗ୍ଭରଣ ଭୂମିରେ ମଷେମାନଙ୍କୁ ଏକତ୍ରୀତ କଲାପରି ସମାନଙ୍କେୁ ସମବତେ କରାଇବା। ସେତବେେଳେ ସେ ସ୍ଥାନଟି ଲୋକ ଗହଳି ରେ ମୁଖରିତ ଓ କୋଳାହଳପୂର୍ଣ୍ଣ ହବେ।
12 Certamente te ajuntarei todo inteiro, ó Jacó; certamente congregarei o restante de Israel; pô-los-ei todos juntos, como ovelhas de Bozra; como rebanho no meio do seu curral, farão estrondo por causa da multidão dos homens.
13 ତା'ପ ରେ ଭଗ୍ନକାରୀଦଳ ଲୋକମାନଙ୍କର ନତେୃତ୍ବ ନବେେ। ସମାନେେ ପ୍ରବେଶପଥକୁ ଭାଙ୍ଗି ସହେି ନଗରୀକୁ ପରିତ୍ଯାଗ କରିଛନ୍ତି। ସମାନଙ୍କେର ରାଜା ସମାନଙ୍କେର ଅଗ୍ରଗାମୀ ଓ ତାଙ୍କ ଲୋକମାନଙ୍କର ସମ୍ମୁଖ ରେ ସଦାପ୍ରଭୁ ମଧ୍ଯ ଥିବେ।
13 Subirá diante deles o arroteador; eles romperão, e entrarão pela porta, e sairão por ela; e o rei irá adiante deles, e o Senhor , à testa deles.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Miquéias 2, comparar traduções ou montar um estudo — tudo direto pelo WhatsApp.