Miquéias 3
Oriya Bible (GL_ORIYA) vs ARA
1 ତା'ପ ରେ ମୁଁ କହିଲି, ହେ ଯାକୁବର ପ୍ରାଚୀନଗଣ ଓ ଇଶ୍ରାୟେଲ ବଂଶର ଶାସକଗଣ, ମାେ କଥା ଶୁଣ, ତୁମ୍ଭମାନେେ ନ୍ଯାଯ କ'ଣ ଜାଣିବା ଉଚିତ।
1 Disse eu: Ouvi, agora, vós, cabeças de Jacó, e vós, chefes da casa de Israel: Não é a vós outros que pertence saber o juízo?
2 କିନ୍ତୁ ତୁମ୍ଭମାନେେ ସୁକର୍ମକୁ ଘୃଣାକରି ଦୁଷ୍କର୍ମକୁ ଭଲ ପାଉଛ। ଆଉ ମଧ୍ଯ ଲୋକମାଙ୍କ ଶରୀରରୁ ଚର୍ମ ବିଦୀର୍ଣ୍ଣ କରିଛ ଏବଂ ସମାନଙ୍କେର ଅସ୍ଥିରୁ ମାଂସ କାଢି ନଇେଛ।
2 Os que aborreceis o bem e amais o mal; e deles arrancais a pele e a carne de cima dos seus ossos;
3 ତୁମ୍ଭମାନେେ ମାେ ସନ୍ତାନମାନଙ୍କୁ ଧ୍ବଂସ କରିଛ। ତୁମ୍ଭେ ସମାନଙ୍କେର ଚର୍ମ କାଢି ନଇେଛ ଓ ସମାନଙ୍କେର ଅସ୍ଥିକୁ ଭାଙ୍ଗି ଦଇେଛ। ପାତ୍ର ରେ ରନ୍ଧନ ପାଇଁ ମାଂସକୁ ଖଣ୍ତ କଲାପରି ସମାନଙ୍କେ ଅସ୍ଥି ଓ ମାଂସକୁ ତୁମ୍ଭେ ଖଣ୍ତ ଖଣ୍ତ କରିଛ।
3 que comeis a carne do meu povo, e lhes arrancais a pele, e lhes esmiuçais os ossos, e os repartis como para a panela e como carne no meio do caldeirão?
4 ତେଣୁ ତୁମ୍ଭମାନେେ ଯେତବେେଳେ ସଦାପ୍ରଭୁଙ୍କୁ ନିବଦନେ କରିବ, କିନ୍ତୁ ସେ କୌଣସି ଉତ୍ତର ଦବେେ ନାହିଁ। ଆଉ ମଧ୍ଯ ତୁମ୍ଭମାନେେ ଦୁଷ୍କର୍ମ କରିଥିବାରୁ ସଦାପ୍ରଭୁ ତୁମ୍ଭମାନଙ୍କୁ ତାଙ୍କର ମୁହଁ ଲୁଗ୍ଭଇବେ।
4 Então, chamarão ao Senhor , mas não os ouvirá; antes, esconderá deles a sua face, naquele tempo, visto que eles fizeram mal nas suas obras.
5 କେତକେ ଭବିଷ୍ଯତ୍ବକ୍ତା ସଦାପ୍ରଭୁଙ୍କ ଲୋକଙ୍କୁ ମିଥ୍ଯା ବାକ୍ଯ କୁହନ୍ତି। ସଦାପ୍ରଭୁ ସହେି ଭବିଷ୍ଯତ୍ବକ୍ତାମାନଙ୍କ ସମ୍ବନ୍ଧ ରେ ଏହି କଥା କୁହନ୍ତି,
5 Assim diz o Senhor acerca dos profetas que fazem errar o meu povo e que clamam: Paz, quando têm o que mastigar, mas apregoam guerra santa contra aqueles que nada lhes metem na boca.
6 ଏଥିପାଇଁ ତୁମ୍ଭମାନେେ ଦର୍ଶନ ପାଇବ ନାହିଁ, ତୁମ୍ଭମାନଙ୍କ ପାଇଁ ତାହା ରାତ୍ରି ହବେ। ଭବିଷ୍ଯତ୍ ରେ କ'ଣ ଘଟିବ ତୁମ୍ଭମାନେେ ତାହା ଦେଖିପାରିବ ନାହିଁ। ତେଣୁ ତାହା ତୁମ୍ଭମାନଙ୍କ ପାଇଁ ଅନ୍ଧକାର ହବେ। ସୂର୍ୟ୍ଯ ସହେି ଭବିଷ୍ଯତ୍ବକ୍ତାଗଣଙ୍କ ଉପ ରେ ଅସ୍ତମିତ ହବେେ, ତେଣୁ ସମାନଙ୍କେ ପାଇଁ ଦିବସ ଅନ୍ଧକାର ତୁଲ୍ଯ ହବେ।
6 Portanto, se vos fará noite sem visão, e tereis treva sem adivinhação; pôr-se-á o sol sobre os profetas, e sobre eles se enegrecerá o dia.
7 ଆଉ ସହେି ଦର୍ଶକମାନେ ଲଜ୍ଜିତ ହବେେ ଏବଂ ମନ୍ତ୍ରଜ୍ଞମାନେ ଉଦ୍ବିଗ୍ନ ହବେେ। ସମାନେେ କିଛି କହି ପାରିବେ ନାହିଁ କାରଣ ପରମେଶ୍ବର ତାଙ୍କୁ କୌଣସି ଉତ୍ତର ଦବେେ ନାହିଁ।
7 Os videntes se envergonharão, e os adivinhadores se confundirão; sim, todos eles cobrirão o seu bigode, porque não há resposta de Deus.
8 କିନ୍ତୁ ସଦାପ୍ରଭୁଙ୍କର ଆତ୍ମା ଦ୍ବାରା ଶକ୍ତି ରେ, ନ୍ଯାଯ ବିଗ୍ଭର ରେ ଓ ପରାକ୍ରମ ରେ ମୁଁ ଏପରି ପରିପୂର୍ଣ୍ଣ ହବେି ଯେ ଯାକୁବର ଅପରାଧ ଓ ଇଶ୍ରାୟେଲର ପାପ ବିଷଯ ରେ ମୁଁ ସମାନଙ୍କେୁ ଅବଗତ କରାଇବି।
8 Eu, porém, estou cheio do poder do Espírito do Senhor , cheio de juízo e de força, para declarar a Jacó a sua transgressão e a Israel, o seu pecado.
9 ହେ ଯାକୁବର ବୃଦ୍ଧଗଣ ଓ ଇଶ୍ରାୟେଲର ଶାସକଗଣ ମାେ କଥା ଶୁଣ! ତୁମ୍ଭମାନେେ ନ୍ଯାଯ ବିଗ୍ଭର ଚଳଣିକୁ ଘୃଣା କରୁଛ। ଯାହାସବୁ ନ୍ଯାଯ ଓ ଯଥାର୍ଥ ତୁମ୍ଭମାନେେ ସେ ସମସ୍ତକୁ ମିଥ୍ଯା କରୁଛ।
9 Ouvi, agora, isto, vós, cabeças de Jacó, e vós, chefes da casa de Israel, que abominais o juízo, e perverteis tudo o que é direito,
10 ଲୋକମାନଙ୍କ ରକ୍ତ ରେ ସିଯୋନକୁ ତୁମ୍ଭେ ଗଢିଛ ଓ ଅଧର୍ମ ଦ୍ବାରା ୟିରୁଶାଲମକୁ ନିର୍ମାଣ କରିଛ।
10 e edificais a Sião com sangue e a Jerusalém, com perversidade.
11 ୟିରୁଶାଲମର ବିଗ୍ଭରପତିଗଣ ଲାଞ୍ଚ ନଇେ ବିଗ୍ଭର କରନ୍ତି। ଆଉ ସେ ସ୍ଥାନର ଯାଜକଗଣ ଅର୍ଥ ନଇେ ଶିକ୍ଷା ଦିଅନ୍ତି ଓ ଭବିଷ୍ଯଦ୍ବକ୍ତାଗଣ ଭବିଷ୍ଯବାଣୀ ପାଇଁ ଅର୍ଥ ନିଅନ୍ତି। ତଥାପି ସେ ସ୍ଥାନର ବୃଦ୍ଧଗଣ ସଦାପ୍ରଭୁଙ୍କ ସାହାୟ୍ଯ ପାଇଁ ଆଶା କରନ୍ତି। ସମାନେେ ମଧ୍ଯ କୁହନ୍ତି, ସଦାପ୍ରଭୁ ଆମ୍ଭମାନଙ୍କ ସହିତ ଏଠା ରେ ଅଛନ୍ତି। ତେଣୁ କୌଣସି ଅମଙ୍ଗଳ ଆମ୍ଭମାନଙ୍କର ଘଟିବ ନାହିଁ।
11 Os seus cabeças dão as sentenças por suborno, os seus sacerdotes ensinam por interesse, e os seus profetas adivinham por dinheiro; e ainda se encostam ao Senhor , dizendo: Não está o Senhor no meio de nós? Nenhum mal nos sobrevirá.
12 ହେ ପ୍ରାଚୀନଗଣ, ତୁମ୍ଭମାନଙ୍କ ପାଇଁ ସିୟୋନ ଧ୍ବଂସ ହବେ। ଏହା ଗ୍ଭଷ ଭୂମିରେ ପରିଣତ ହବେ। ୟିରୁଶାଲମ ମଧ୍ଯ ପ୍ରସ୍ତର ସ୍ତୁପ ରେ ପରିଣତ ହବେ। ମନ୍ଦିରର ପର୍ବତ ଶୂନ୍ଯ ପାହାଡ ହାଇେ ବଣବୁଦା ରେ ଆବୃତ ହବେ।
12 Portanto, por causa de vós, Sião será lavrada como um campo, e Jerusalém se tornará em montões de ruínas, e o monte do templo, numa colina coberta de mato.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Miquéias 3, comparar traduções ou montar um estudo — tudo direto pelo WhatsApp.