Miquéias 5
Oriya Bible (GL_ORIYA) vs ACF
1 ବର୍ତ୍ତମାନ, ହେ ଶକ୍ତିଶାଳୀ ନଗରୀ, ତୁମ୍ଭର ସୈନ୍ଯଦଳକୁ ଏକତ୍ରୀତ କର। ସମାନେେ ଆକ୍ରମଣ କରିବାକୁ ଆମ୍ଭମାନଙ୍କୁ ଘରେି ରହନ୍ତୁ। ସମାନେେ ମଧ୍ଯ ଇଶ୍ରାୟେଲର ବିଗ୍ଭରକଙ୍କୁ ତାଙ୍କ ଗାଲ ରେ ବାଡି ସାହାୟ୍ଯ ରେ ଆଘାତ କରିବେ।
1 Agora ajunta-te em tropas, ó filha de tropas; pôr-se-á cerco contra nós; ferirão com a vara na face ao juiz de Israel.
2 କିନ୍ତୁ ହେ ବୈତ୍ଲହେମ୍-ଉଫ୍ରାଥା, ତୁମ୍ଭେ ଯିହୁଦାର ଗୋଟିଏ କ୍ଷୁଦ୍ରତମ ସହର ଅଟ। କିନ୍ତୁ ତୁମ୍ଭ ମଧ୍ଯରୁ ଇଶ୍ରାୟେଲର ଶାସନକର୍ତ୍ତା ହବୋ ନିମନ୍ତେ ଜଣେ ବ୍ଯକ୍ତି ଆମ୍ଭ ଉଦ୍ଦେଶ୍ଯ ରେ ଜନ୍ମ ହବେେ। ତାଙ୍କର ଉତ୍ପତ୍ତି ପୁରାତନ ତଥା ଅନାଦିକାଳରୁ ହାଇେଅଛି।
2 E tu, Belém Efrata, posto que pequena entre os milhares de Judá, de ti me sairá o que governará em Israel, e cujas saídas são desde os tempos antigos, desde os dias da eternidade.
3 ସେଥିପାଇଁ ସଦାପ୍ରଭୁ ତାଙ୍କର ସନ୍ତାନମାନଙ୍କୁ ତ୍ଯାଗ କରିବେ, ଯେପର୍ୟ୍ଯନ୍ତ ସ୍ତ୍ରୀ ଲୋକ ତା'ର ସନ୍ତାନ ପ୍ରସବ ନ କରିଛି। ତାହାପ ରେ ଅବଶିଷ୍ଟ ଭାତୃଗଣ ଇଶ୍ରାୟେଲର ଲୋକଙ୍କ ନିକଟକୁ ଫରେି ଆସିବେ।
3 Portanto os entregará até ao tempo em que a que está de parto tiver dado à luz; então o restante de seus irmãos voltará aos filhos de Israel.
4 ତା'ପ ରେ ଇଶ୍ରାୟେଲର ଶାସକ ସଦାପ୍ରଭୁଙ୍କ ଶକ୍ତି ରେ ଓ ତାଙ୍କ ସଦାପ୍ରଭୁ ପରମେଶ୍ବରଙ୍କ ଅପୂର୍ବ ମହିମା ରେ ଦଣ୍ତାଯମାନ ହାଇେ ତାଙ୍କ ପଲଙ୍କୁ ଚରାଇବେ। ସମାନେେ ଶାନ୍ତି ରେ ବାସ କରିବେ କାରଣ ସେ ସମୟରେ ତାଙ୍କର ମହାନତା ପୃଥିବୀର ଶଷେ ପ୍ରାନ୍ତ ପର୍ୟ୍ଯନ୍ତ ବିସ୍ତୃତ ହବେ।
4 E ele permanecerá, e apascentará ao povo na força do Senhor, na excelência do nome do Senhor seu Deus; e eles permanecerão, porque agora será engrandecido até aos fins da terra.
5 ସଠାେ ରେ ଶାନ୍ତି ବିରାଜିତ ହବେ। ଯଦି ଅଶୂରୀଯ ଗୋଷ୍ଠୀ ଆମ୍ଭ ଦେଶକୁ ଆସିବେ ଏବଂ ଆମ୍ଭ ରାଜ୍ଯକୁ ଆକ୍ରମଣ କରିବେ, ତବେେ ଆମ୍ଭେ ଇଶ୍ରାୟେଲର ସାତଜଣ ମଷେପାଳକ ଓ ଆଠଜଣ ପ୍ରଧାନ ଲୋକଙ୍କୁ ନିର୍ବାଚନ କରିବୁ।
5 E este será a nossa paz; quando a Assíria vier à nossa terra, e quando pisar em nossos palácios, levantaremos contra ela sete pastores e oito príncipes dentre os homens.
6 ସମାନେେ ସମାନଙ୍କେର ଖଡ୍ଗ ବ୍ଯବହାର କରିବେ ଓ ଅଶୂରୀଯମାନଙ୍କୁ ଶାସନ କରିବେ। ସମାନେେ ମଧ୍ଯ ନିମ୍ରୋଦ ଦେଶର ଲୋକମାନଙ୍କୁ ହସ୍ତ ରେ ଖଡ୍ଗ ଧାରଣ କରି ଶାସନ କରିବେ। କିନ୍ତୁ ଇଶ୍ରାୟେଲର ଶାସକ ଯେଉଁ ଅଶୂରୀଯମାନେ ଆମ୍ଭ ଦେଶକୁ ଆସିବେ ଓ ଆମ୍ଭ ସୀମା ମଧିଅରେ ପ୍ରବେଶ କରିବେ ସମାନଙ୍କେଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରବେ।
6 Esses consumirão a terra da Assíria à espada, e a terra de Ninrode nas suas entradas. Assim nos livrará da Assíria, quando vier à nossa terra, e quando calcar os nossos termos.
7 କିନ୍ତୁ ଯାକୁବର ଅବଶିଷ୍ଟାଂଶ, ବହୁ ଜାତି ମଧିଅରେ ସଦାପ୍ରଭୁଙ୍କର ସକାଳର କାକରପରି ବିକ୍ଷିପ୍ତ ହବେେ, ଏବଂ କବେେ ମନୁଷ୍ଯ ମାନଙ୍କ ଉପ ରେ ନିର୍ଭରଶୀଳ ହବେେ ନାହିଁ। ଆଉ ମଧ୍ଯ ସମାନେେ ତୃଣ ଉପ ରେ ବୃଷ୍ଟି ସଦୃଶ ହବେେ ଏବଂ ମନୁଷ୍ଯମାନଙ୍କ ଉପ ରେ ଭରସା ରଖିବେ ନାହିଁ।
7 E o remanescente de Jacó estará no meio de muitos povos, como orvalho da parte do Senhor, como chuvisco sobre a erva, que não espera pelo homem, nem aguarda a filhos de homens.
8 ବହୁ ଗୋଷ୍ଠୀ ମଧିଅରେ ବିକ୍ଷିପ୍ତ ହାଇେଥିବା ଯାକୁବର ଅବଶିଷ୍ଟାଂଶ ଜଙ୍ଗଲର ପ୍ରାଣୀମାନଙ୍କ ମଧିଅରେ ସିଂହ ସଦୃଶ ବସବାସ କରିବେ। ଆଉ ମଧ୍ଯ ସମାନେେ ମଷେ ପଲ ରେ ୟୁବା ସିଂହ ସଦୃଶ ଲୋକମାନଙ୍କୁ ଦଳି ପକାଇବେ। ସିଂହ ଜଙ୍ଗଲ ମଧିଅରେ ନିଜ ଇଚ୍ଛା ଅନୁସାରେ ଗତି କରେ ଓ ଯେଉଁ ପ୍ରାଣୀକୁ ଆକ୍ରମଣ କରେ, ତାକୁ କହେି ରକ୍ଷା କରି ପାରିବେ ନାହିଁ।
8 E o restante de Jacó estará entre os gentios, no meio de muitos povos, como um leão entre os animais do bosque, como um leãozinho entre os rebanhos de ovelhas, o qual, quando passar, pisará e despedaçará, sem que haja quem as livre.
9 ତୁମ୍ଭେ ତୁମ୍ଭର ଶତୃଗଣ ଉପ ରେ ହସ୍ତ ଉତ୍ତୋଳନ କରିବ ଓ ସମାନଙ୍କେୁ ଧ୍ବଂସ କରିବ।
9 A tua mão se exaltará sobre os teus adversários; e todos os teus inimigos serão exterminados.
10 ସଦାପ୍ରଭୁ କୁହନ୍ତି, ସେତବେେଳେ ଆମ୍ଭେ ତୁମ୍ଭର ଘୋଡାଗୁଡିକୁ ନଇୟିବୋ ଏବଂ ତୁମ୍ଭର ରଥଗୁଡିକୁ ଧ୍ବଂସ କରିବା।
10 E sucederá naquele dia, diz o Senhor, que eu exterminarei do meio de ti os teus cavalos, e destruirei os teus carros.
11 ତୁମ୍ଭ ରାଜ୍ଯର ନଗରଗୁଡିକୁ ଧ୍ବଂସ କରିବା ଏବଂ ତୁମ୍ଭର ଦୁର୍ଗ ସଦୃଶ ଅଟ୍ଟାଳିକାଗୁଡିକୁ ଭାଙ୍ଗି ପକାଇବା।
11 E destruirei as cidades da tua terra, e derrubarei todas as tuas fortalezas;
12 ତୁମ୍ଭମାନେେ ଆଉ କୁହୁଳ ବିଦ୍ଯା ଦଖାଇେ ପାରିବ ନାହିଁ କି ଜ୍ଯୋତିଷ ପରି ଭବିଷ୍ଯତବାଣୀ ଶୁଣାଇ ପାରିବ ନାହିଁ।
12 E exterminarei as feitiçarias da tua mão; e não terás adivinhadores;
13 ଆମ୍ଭେ ସହେି ମିଥ୍ଯାପ୍ରଭୁର ମୂର୍ତ୍ତିଗୁଡିକୁ ଭାଙ୍ଗି ପକାଇବା। ଆଉ ମଧ୍ଯ ସହେି ମୂର୍ତ୍ତି ଦବେତାଙ୍କର ପବିତ୍ର ସ୍ତମ୍ଭଗୁଡିକୁ ଧ୍ବଂସ କରି ଦବେି। ତୁମ୍ଭେ ହାତ ରେ ତିଆରି କରିଥିବା ସହେି ମୂର୍ତ୍ତିଗୁଡିକୁ ଆଉ ପୂଜା କରିପାରିବ ନାହିଁ।
13 E destruirei do meio de ti as tuas imagens de escultura e as tuas estátuas; e tu não te inclinarás mais diante da obra das tuas mãos.
14 ଆଉ ମଧ୍ଯ ଆମ୍ଭେ ସହେି ଆଶରୋ ସ୍ତମ୍ଭକୁ ଭାଙ୍ଗି ପକାଇବା ଏବଂ ତୁମ୍ଭର ନଗରଗୁଡିକୁ ଧ୍ବଂସ କରିଦବୋ।
14 E arrancarei os teus bosques do meio de ti; e destruirei as tuas cidades.
15 କେତକେ ଲୋକ ଆମ୍ଭ କଥା ଶୁଣିବେ ନାହିଁ। କିନ୍ତୁ ଆମ୍ଭେ ଆପଣା କୋର୍ଧ ପ୍ରକାଶ କରିବା ଏବଂ ସହେି ଲୋକମାନଙ୍କ ଉପ ରେ ପ୍ରତିଶୋଧ ନବୋ।
15 E com ira e com furor farei vingança sobre os gentios que não ouvem.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Miquéias 5, comparar traduções ou montar um estudo — tudo direto pelo WhatsApp.