Miquéias 7

Oriya Bible (GL_ORIYA) vs NAA

Sair da comparação
NAA Nova Almeida Atualizada 2017
1 ମୁଁ ବିବ୍ରତ, କାରଣ ଫଳ ତୋଳିଲା ପ ରେ ଫଳ ବଗିଗ୍ଭ ଶ୍ରୀହୀନ ହେଲାପରି ମୁଁ ହାଇେଅଛି ଏବଂ ଦ୍ରାକ୍ଷାଲତାରୁ ଦ୍ରାକ୍ଷାଫଳ ତୋଳା ସରିଗଲା ପରି ମୁଁ ହାଇେଅଛି। ଗୋଟିଏ ହେଲେ ଫଳ ଦ୍ରାକ୍ଷାଲତା ରେ ଖାଇବାକୁ ନାହିଁ କି ମାରେ ପ୍ରିଯ ପ୍ରଥମ ପକ୍ବ ଡିମିରି ଫଳ ନାହିଁ।
1 Ai de mim! Porque estou como quando são colhidas as frutas do verão, como quando se procuram uvas depois da vindima: não há cacho de uvas para chupar, nem figos temporãos que eu gostaria de comer.
2 ମୁଁ ବୁଝୁଛି, ଦେଶରୁ ସମସ୍ତ ବିଶ୍ବସ୍ତ ଓ ଉତ୍ତମ ଲୋକ ଗ୍ଭଲି ୟାଇଛନ୍ତି। ପ୍ରେତ୍ୟକକ ଅନ୍ୟକୁ ମାରିବାକୁ ଅପେକ୍ଷା କରି ରହିଛନ୍ତି। ପ୍ରେତ୍ୟକକ ନିଜର ଭାଇକୁ ମଧ୍ଯ ଜାଲ ରେ ପକାଇବାକୁ ଚେଷ୍ଟା କରୁଛନ୍ତି।
2 Desapareceram da terra os piedosos, e não há entre todos um só que seja reto. Todos ficam à espreita para derramar sangue; cada um caça o seu irmão com rede.
3 ଲୋକମାନେ ଦୁଇ ହାତ ରେ ମନ୍ଦକାର୍ୟ୍ଯ କରିବାକୁ ଯତ୍ନଶୀଳ ହେଉଛନ୍ତି, କର୍ମଗ୍ଭରୀଗଣ ଲାଞ୍ଚ ନେଉଛନ୍ତି ଓ ବିଗ୍ଭରକ ବିଗ୍ଭରାଳଯ ରେ ସମାନଙ୍କେର ସିଦ୍ଧାନ୍ତ ବଦଳାଇବାକୁ ଅର୍ଥ ନେଉଛନ୍ତି। ପ୍ରଧାନ ବ୍ଯକ୍ତିମାନେ ଉତ୍ତମ ଓ ନ୍ଯାଯ ବିଗ୍ଭର କରୁ ନାହିଁନ୍ତି। ସମାନେେ ନିଜ ଇଚ୍ଛା ଯାହା ତାହା କରୁଛନ୍ତି।
3 As suas mãos são hábeis na prática do mal. As autoridades exigem, os juízes aceitam suborno, os poderosos manifestam os seus maus desejos e, assim, em conjunto tramam os seus projetos.
4 ଏପରିକି ସମାନଙ୍କେ ମଧିଅରେ ଯେ ସର୍ବୋତ୍ତମ ସେ ବୁଦା ରେ କଣ୍ଟକ ସଦୃଶ। ଆଉ ସବୁଠାରୁ ସରଳ ବ୍ଯକ୍ତି ଅଧିକ ଜଟିଳ ଓ କଣ୍ଟାବାଡ ରେ କଣ୍ଟକ ସଦୃଶ ଅଟେ।
4 O melhor deles é como um espinheiro; o mais reto é pior do que uma cerca de espinhos. É chegado o dia anunciado por suas sentinelas, o dia em que vocês serão castigados; agora começará a confusão deles.
5 ତୁମ୍ଭର ପ୍ରତିବେଶୀ କି ମିତ୍ରଙ୍କୁ ବିଶ୍ବାସ କରନାହିଁ। ଏପରିକି ତୁମ୍ଭ ସହିତ ଶୋଉଥିବା ସ୍ତ୍ରୀ ପାଖ ରେ ମୁଖ ଖାେଲ ନାହିଁ।
5 Não acredite em seu amigo, nem confie no seu companheiro. Não compartilhe os seus segredos nem mesmo com a sua mulher.
6 ତୁମ୍ଭ ନିଜ ପରିବାରର ଲୋକେ ତୁମ୍ଭର ଶତୃ ପାଲଟିବେ। ପୁଅ ତାଙ୍କର ବାପାଙ୍କୁ ଅସମ୍ମାନ କରିବ, କନ୍ଯା ମାଆର ବିରୁଦ୍ଧ ରେ ୟିବ ଓ ବୋହୂ ଶାଶୁର ବିରୁଦ୍ଧ ରେ କାର୍ୟ୍ଯ କରିବ।
6 Porque o filho despreza o pai, a filha se levanta contra a mãe, a nora, contra a sogra; os inimigos de uma pessoa são os da sua própria casa.
7 ତେଣୁ ମୁଁ ସାହାୟ୍ଯ ପାଇଁ ସଦାପ୍ରଭୁଙ୍କ ପ୍ରତି ଦୃଷ୍ଟି ରଖିବି। ମାେ ପରିତ୍ରାଣ ପାଇଁ ପରମେଶ୍ବରଙ୍କୁ ଅପେକ୍ଷା କରିବି। ମାରେ ପରମେଶ୍ବର ମାେ କଥା ଶୁଣିବେ।
7 Eu, porém, olharei para o Senhor e esperarei no Deus da minha salvação; o meu Deus me ouvirá.
8 ହେ ମାରେ ଶତୃ ମାରେ ପତନ ରେ ପରିହାସ କରନାହିଁ। ମୁଁ ପୁନର୍ବାର ଉଠିବି। ମୁଁ ଅନ୍ଧକାର ରେ ଥିଲେ ମଧ୍ଯ ସଦାପ୍ରଭୁ ମାେ ପାଇଁ ଆଲୋକ ହବେେ।
8 Minha inimiga, não se alegre a respeito de mim; ainda que tenha caído, eu tornarei a me levantar; se morar nas trevas, o
9 ମୁଁ ସଦାପ୍ରଭୁଙ୍କ ସମ୍ମୁଖ ରେ ପାପ କରିଥିଲି, ତେଣୁ ସଦାପ୍ରଭୁ ମାେ ଉପ ରେ କୋରଧାନ୍ବିତ ହାଇେଥିଲେ। ମାତ୍ର ସେ ମାେ ପାଇଁ ୟୁକ୍ତି ବାଢିବେ ଏବଂ ମାେ ପାଇଁ ନ୍ଯାଯ ବିଗ୍ଭର କରିବେ। ସେ ମାେତେ ଆଲୋକକୁ ଆଣିବେ ଓ ମୁଁ ତାଙ୍କର ଧାର୍ମିକତା ଦେଖିବି।
9 Sofrerei a ira do Senhor , porque pequei contra ele, até que julgue a minha causa e execute o meu direito; ele me levará para a luz, e eu verei a sua justiça.
10 ମାରେ ଶତୃ କହୁଥିଲେ, ତୁମ୍ଭର ସଦାପ୍ରଭୁ ପରମେଶ୍ବର କେଉଁଠା ରେ ଅଛନ୍ତି? ମାତ୍ର ଯେତବେେଳେ ସେ ଏହା ଦେଖିବ ସେ ଲଜ୍ଜିତ ହବେ। ସେତବେେଳେ ମୁଁ ଶତୃକୁ ଉପହାସ କରିବି। ଲୋକମାନେ ପଥର କାଦୁଅ ପରି ତାକୁ ଦଳିବେ।
10 A minha inimiga verá isso; ficará coberta de vergonha aquela que me disse: “Onde está o Os meus olhos a contemplarão; agora ela será pisada como a lama das ruas.
11 ସମୟ ଆସିବ ଯେତବେେଳେ ତୁମ୍ଭର କାନ୍ଥ ପୁଣି ନିର୍ମିତ ହବେ। ସେତବେେଳେ ତୁମ୍ଭ ରାଜ୍ଯ ଉନ୍ନତି କରିବ।
11 No dia da reedificação das suas muralhas, ó Jerusalém, nesse dia, os seus limites serão ampliados.
12 ତୁମ୍ଭ ଲୋକମାନେ ତୁମ୍ଭ ସ୍ଥାନକୁ ଫରେି ଆସିବେ। ସମାନେେ ଅଶୂରୀଯ ଓ ମିଶରର ନଗରମାନଙ୍କରୁ ଫରେି ଆସିବେ। ତୁମ୍ଭର ଲୋକ ମିଶର ତଥା ଫରାତ୍ ନଦୀର ଆର ପାଖରୁ ଆସିବେ। ଆଉ ମଧ୍ଯ ସମାନେେ ପଶ୍ଚିମସ୍ଥ ସମୁଦ୍ର ଓ ପୂର୍ବସ୍ଥ ପର୍ବତମାନଙ୍କରୁ ଗ୍ଭଲି ଆସିବେ।
12 Nesse dia, virão a você desde a Assíria até o Egito, e do Egito até o Eufrates, e do mar até o mar, e da montanha até a montanha.
13 ତଥାପି ବାସକରୁଥିବା ସହେି ଲୋକ ଓ ତାଙ୍କର କର୍ମ ଯୋଗୁଁ ଦେଶ ଧ୍ବଂସ ପାଇଲା।
13 Mas a terra se tornará em desolação, por causa dos seus moradores, por causa do fruto das suas ações.
14 ତେଣୁ ଅଧିକାର ଦ୍ବାରା ତୁମ୍ଭର ଲୋକମାନଙ୍କୁ ଶାସନ କର। ତୁମ୍ଭ ରାଜ୍ଯର ଯତ୍ନ ନିଅ। ସହେି ଜାତି ଏକାକୀ ଜଙ୍ଗଲ ଓ କର୍ମିଲ ପର୍ବତ ଉପ ରେ ବାସ କରିବେ। ସମାନେେ ପୂର୍ବପରି ବାଶନ ଓ ଗଲିଯଦରୁ ଶସ୍ଯ ଉତ୍ପାଦନ କରି ଭୋଜନ କରିବେ।
14 Ó Senhor , apascenta o teu povo com o teu bordão, o rebanho da tua herança, que mora a sós numa floresta, no meio da terra fértil; que ele seja apascentado em Basã e Gileade, como nos dias da antiguidade.
15 ଆମ୍ଭେ ତୁମ୍ଭକୁ ମିଶର ଦେଶରୁ ବାହାର କଲାପରି ବହୁ ଆଶ୍ଚର୍ୟ୍ଯ କର୍ମ କରିବା ଏବଂ ତୁମ୍ଭମାନଙ୍କୁ ଆଶ୍ଚର୍ୟ୍ଯ କାର୍ୟ୍ଯ ଦଖାଇବୋ।
15 Eu lhe mostrarei maravilhas, como nos dias em que você saiu da terra do Egito.
16 ଗୋଷ୍ଠୀସକଳ ସହେି ସମସ୍ତ ଆଶ୍ଚର୍ୟ୍ଯ କର୍ମ ଦେଖି ଲଜ୍ଜିତ ହବେେ। ସମାନଙ୍କେର ପରାକ୍ରମ ଆମ୍ଭ ତୁଳନା ରେ କିଛି ନୁହେଁ ବୋଲି ସମାନେେ ଅନୁଭବ କରିବେ। ସମାନେେ ଚଳିତ ହାଇେ ନିଜନିଜ ମୁଖ ରେ ହସ୍ତ ଦବେେ ଓ କର୍ଣ୍ଣକୁ ଆବୃତ କରିବେ, ଶୁଣିବାରୁ ନିବୃତ ହବେେ।
16 As nações verão isso e se envergonharão de todo o seu poder; porão a mão sobre a boca, e os seus ouvidos ficarão surdos.
17 ସମାନେେ ସର୍ପ ପରି ଧୂଳି ଗ୍ଭଟିବେ। ସମାନେେ ଭୟ ରେ କମ୍ପିତ ହବେେ। ଆଉ ସମାନେେ କୀଟମାନଙ୍କ ପରି ସମାନଙ୍କେର ଗର୍ତ୍ତରୁ ବାହାରି ଗୁରୁଣ୍ତି ଗୁରୁଣ୍ତି ଗ୍ଭଲିବେ। ଶଷେ ରେ ସଦାପ୍ରଭୁ ଆମ୍ଭର ପରମେଶ୍ବରଙ୍କ ନିକଟକୁ ଆସିବେ ଏବଂ ଭୟର ସହିତ ସମ୍ମାନ ଜଣାଇବେ।
17 Lamberão o pó como serpentes; como animais que se arrastam pelo chão, tremendo, sairão dos seus esconderijos e, tremendo, virão ao nosso Deus; e terão medo de ti.
18 ତୁମ୍ଭପରି ପରମେଶ୍ବର ଆଉ ସଠାେ ରେ କହେି ନାହିଁ। ତୁମ୍ଭେ ଲୋକମାନଙ୍କର ଦୋଷ କ୍ଷମା କର। ଅବଶିଷ୍ଟ ଲୋକମାନଙ୍କୁ ତୁମ୍ଭେ ମଧ୍ଯ କ୍ଷମା ଦିଅ। ତୁମ୍ଭେ ସର୍ବଦା କୋର୍ଧିତ ହବେ ନାହିଁ କାରଣ ତୁମ୍ଭେ ସ୍ନହେ ଗ୍ଭହଁ।
18 Quem é semelhante a ti, ó Deus, que perdoas a iniquidade e te esqueces da transgressão do remanescente da tua herança? O a sua ira para sempre, porque tem prazer na misericórdia.
19 ସେ ପୁନର୍ବାର ଫରେିବେ ଓ ଆମ୍ଭମାନଙ୍କୁ କୃପା କରିବେ। ସେ ଆମ୍ଭମାନଙ୍କର ସମସ୍ତ ଅପରାଧକୁ ପଦ ରେ ଦଳି ଦବେେ ଓ ସମସ୍ତ ପାପକୁ ଅତଳ ସମୁଦ୍ର ରେ ନଇେ ନିକ୍ଷପେ କରିବେ।
19 Ele voltará a ter compaixão de nós; pisará aos pés as nossas iniquidades e lançará todos os nossos pecados nas profundezas do mar.
20 ହେ ପରମେଶ୍ବର, ଯାକୁବ ପ୍ରତି ସତ୍ଯ ଓ ଅବ୍ରାହାମ ପ୍ରତି ଦୟା ଓ ବିଶ୍ବସ୍ତତା ପ୍ରଦାନ କଲ, ଯାହା ତୁମ୍ଭେ ବହୁବର୍ଷ ପୂର୍ବେ ଆମ୍ଭ ପୂର୍ବପୁରୁଷମାନଙ୍କଠା ରେ ଶପଥ କରିଥିଲ।
20 Mostrarás a Jacó a fidelidade e a Abraão, a misericórdia, as quais juraste aos nossos pais, desde os dias antigos.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Miquéias 7, comparar traduções ou montar um estudo — tudo direto pelo WhatsApp.