Mateus 14

Oriya Bible (GL_ORIYA) vs VC

Sair da comparação
VC Versão Católica
1 ସହେି ସମୟରେ ଯୀଶୁଙ୍କ ବିଷୟ ରେ ଲୋକେ ଯାହା କଥାବାର୍ତ୍ତା ହେଉଥିଲେ, ତାହା ଗାଲିଲୀର ଶାସକ ହରେୋଦ ଶୁଣିଲେ।
1 Por aquela mesma época, o tetrarca Herodes ouviu falar de Jesus.
2 ସେ ତାହାଙ୍କ ଚାକରମାନଙ୍କୁ କହିଲେ, ଏହି ବ୍ଯକ୍ତି ପ୍ରକୃତ ରେ ବାପ୍ତିଜକ ଯୋହନ। ସେ ନିଶ୍ଚୟ ମୃତ୍ଯୁରୁ ପୁଣି ବଞ୍ଚି ଉଠିଛି, ସେଥିପାଇଁ ଏହି ଶକ୍ତି ଏହା ପାଖ ରେ କାମ କରୁଛି ଓ ସେ ଆଶ୍ଚର୍ୟ୍ଯ କାର୍ୟ୍ଯ କରିବାକୁ ସକ୍ଷମ ହେଉଛି।
2 E disse aos seus cortesãos: É João Batista que ressuscitou. É por isso que ele faz tantos milagres.
3 ଏହି ସମୟ ପୂର୍ବରୁ େ ହରୋଦ ଯୋହନଙ୍କୁ ବନ୍ଦୀ କରି ଶିକୁଳି ରେ ବାନ୍ଧି କାରାଗାର ରେ ନିକ୍ଷପେ କରିଥିଲେ। ସେ େ ହରୋଦିଆଙ୍କ ଅନୁ ରୋଧକ୍ରମେ ଏକଥା କରିଥିଲେ। ହରେୋଦିଆ ହରେୋଦଙ୍କ ଭାଇ ଫିଲିପ୍ପଙ୍କ ସ୍ତ୍ରୀ ଥିଲେ।
3 Com efeito, Herodes havia mandado prender e acorrentar João, e o tinha mandado meter na prisão por causa de Herodíades, esposa de seu irmão Filipe.
4 େ ହରୋଦିଆ ଯୋହନଙ୍କୁ ବନ୍ଦୀ କରିବାର କାରଣ ହେଲା, ଯୋହନ ବାରମ୍ବାର େ ହରୋଦଙ୍କୁ କହୁଥିଲେ, ତୁମ୍ଭେ େ ହରୋଦିଆଙ୍କୁ ନିଜ ସ୍ତ୍ରୀ ଭାବରେ ରଖିବା ଠିକ୍ କାମ ନୁହେଁ।
4 João lhe tinha dito: Não te é permitido tomá-la por mulher!
5 ତେଣୁ େ ହରୋଦ ଯୋହନଙ୍କୁ ମାରିଦବୋକୁ ଚାହିଁଲେ। କିନ୍ତୁ ସେ ଲୋକମାନଙ୍କୁ ଭୟ କରୁଥିଲେ। କାରଣ ଲୋକେ ଯୋହନଙ୍କୁ ଜଣେ ଭବିଷ୍ଯଦ୍ବକ୍ତା ବୋଲି ବିଶ୍ବାସ କରୁଥିଲେ।
5 De boa mente o mandaria matar; temia, porém, o povo que considerava João um profeta.
6 ହରେୋଦଙ୍କ ଜନ୍ମ ଦିନ ଅବସର ରେ େ ହରୋଦିଆଙ୍କ ଝିଅ, ହରେୋଦ ଓ ତାହାଙ୍କ ଅତିଥିମାନଙ୍କ ଆଗ ରେ ନାଚିଲା। ଏଥି ରେ େ ହରୋଦ ବହୁତ ମୁଗ୍ଧ ହାଇଗେଲେ।
6 Mas, na festa de aniversário de nascimento de Herodes, a filha de Herodíades dançou no meio dos convidados e agradou a Herodes.
7 ତେଣୁ ସେ ଶପଥ ପୂର୍ବକ େ ହରୋଦିଆର ଝିଅକୁ ପ୍ରତିଶ୍ରୁତି ଦେଲେ, ତୁମ୍ଭେ ଯାହା କିଛି ମାଗିବ, ତାହା ତୁମ୍ଭକୁ ଦିଆୟିବ।
7 Por isso, ele prometeu com juramento dar-lhe tudo o que lhe pedisse.
8 େ ହରୋଦିଆଙ୍କ ପ୍ରରୋଚନା ରେ ଝିଅ କହିଲା, ମାେତେ ବାପ୍ତିଜକ ଯୋହନଙ୍କ ମୁଣ୍ଡ ଗୋଟିଏ ଥାଳି ରେ ଆଣି ଏହିଠା ରେ ଦିଅନ୍ତୁ।
8 Por instigação de sua mãe, ela respondeu: Dá-me aqui, neste prato, a cabeça de João Batista.
9 ଏହା ଶୁଣି ହରେୋଦ ବହୁତ ଦୁଃଖୀ ହେଲେ। କିନ୍ତୁ ସେ ଶପଥ କରି ସାରିଥିଲେ, ଯେ ଝିଅ ଯାହା ମାଗିବ ତାହା ତାକୁ ସେ ଦବେେ। ତା' ଛଡା େ ହରୋଦଙ୍କ ସହିତ ଖାଉଥିବା ଅତିଥିମାନେ ମଧ୍ଯ ଶପଥ ଶୁଣିଥିଲେ। ତେଣୁ ହରେୋଦ ଝିଅକୁ ଯାହା କିଛି ସେ ମାଗିଥିଲେ ତାହା ଦବୋପାଇଁ ଆଦେଶ ଦେଲେ।
9 O rei entristeceu-se, mas como havia jurado diante dos convidados, ordenou que lha dessem;
10 ସେ କାରାଗାର ରେ ଯୋହନଙ୍କ ମୁଣ୍ଡକାଟ କରିବା ପାଇଁ ଲୋକ ପଠାଇଲେ।
10 e mandou decapitar João na sua prisão.
11 ତାପରେ ଗୋଟିଏ ଥାଳି ରେ ଯୋହନଙ୍କ କଟାମୁଣ୍ଡ ଅଣାଗଲା। ତାହା ଝିଅକୁ ଦଇେ ଦିଆଗଲା। ଝିଅ କଟାମୁଣ୍ଡ ତା ମାଆ େ ହରୋଦିଆଙ୍କ ପାଖକୁ ନଇଗେଲା।
11 A cabeça foi trazida num prato e dada à moça, que a entregou à sua mãe.
12 ଯୋହନଙ୍କ ଶିଷ୍ଯମାନେ ଆସି ଯୋହନଙ୍କ ମୃତ ଦହେ ନଇଯାେଇ ସମଧି ଦେଲେ। ତା'ପରେ ସମାନେେ ଯୀଶୁଙ୍କ ପାଖକୁ ଯାଇ ସବୁକଥା କହିଲେ।
12 Vieram, então, os discípulos de João transladar seu corpo, e o enterraram. Depois foram dar a notícia a Jesus.
13 ଯୀଶୁ ଯୋହନଙ୍କ ବିଷୟ ରେ ଘଟିଥିବା ସବୁକଥା ଶୁଣିସାରିବା ପରେ ସେ ସ୍ଥାନ ଛାଡି ଦେଲେ ଓ ଏକୁଟିଆ ଡଙ୍ଗା ରେ ବସି ଗୋଟିଏ ନିଛାଟିଆ ଜାଗାକୁ ଚାଲିଗଲେ। ଯୀଶୁ ଚାଲିଯାଇଥିବା ଖବର ଶୁଣି ଲୋକମାନେ ନିଜ ନଗରମାନ ଛାଡି ଯୀଶୁଙ୍କୁ ଅନୁସରଣ କଲେ। ଯୀଶୁ ଯେଉଁଠାକୁ ଯାଉଥିଲେ, ସମାନେେ ସ୍ଥଳ ପଥରେ ଚାଲି ଚାଲି ସଠାେରେ ଯାଇ ପହନ୍ଚିଲେ।
13 A essa notícia, Jesus partiu dali numa barca para se retirar a um lugar deserto, mas o povo soube e a multidão das cidades o seguiu a pé.
14 ଡଙ୍ଗାରୁ ବାହାରି ଆସିବା ବଳକେୁ ଯୀଶୁ ଦେଖିଲେ, ସଠାେରେ ବହୁତ ଲୋକ ଜମା ହାଇେଛନ୍ତି। ଲୋକଙ୍କ ଉପରେ ତାହାଙ୍କର ଦୟା ହେଲା। ସେ ଅସୁସ୍ଥ ଲୋକମାନଙ୍କୁ ସୁସ୍ଥ କରିଲେ।
14 Quando desembarcou, vendo Jesus essa numerosa multidão, moveu-se de compaixão para ela e curou seus doentes.
15 ସନ୍ଧ୍ଯା ବଳକେୁ ଶିଷ୍ଯମାନେ ତାହାଙ୍କ ପାଖକୁ ଆସି କହିଲେ, ଏହା ଅତ୍ଯନ୍ତ ନିଛାଟିଆ ସ୍ଥାନ। ସମୟ ବହୁତ ହେଲାଣି। ଲୋକମାନଙ୍କୁ ଏଠାରୁ ପଠଇେ ଦିଅ। ତା' ହେଲେ ସମାନେେ ଗାଁମାନଙ୍କୁ ଯାଇ ସମାନଙ୍କେ ପାଇଁ ଖାଦ୍ୟ କିଣି ପାରିବେ।
15 Caía a tarde. Agrupados em volta dele, os discípulos disseram-lhe: Este lugar é deserto e a hora é avançada. Despede esta gente para que vá comprar víveres na aldeia.
16 କିନ୍ତୁ ଯୀଶୁ ସମାନଙ୍କେୁ କହିଲେ, ସମାନଙ୍କେର ୟିବା ଦରକାର ନାହିଁ। ତୁମ୍ଭେ ସମାନଙ୍କେୁ କିଛି ଖାଇବାକୁ ଦିଅ।
16 Jesus, porém, respondeu: Não é necessário: dai-lhe vós mesmos de comer.
17 ଶିଷ୍ଯମାନେ କହିଲେ, ଆମ୍ଭ ପାଖ ରେ ଏଠା ରେ ମାତ୍ର ପାଞ୍ଚଖଣ୍ଡ ରୋଟୀ ଓ ଦୁଇଟି ମାଛ ଅଛି।
17 Mas, disseram eles, nós não temos aqui mais que cinco pães e dois peixes. _
18 ଯୀଶୁ କହିଲେ, ସଗେୁଡିକୁ ମାେ ପାଖକୁ ଆଣ।
18 Trazei-mos, disse-lhes ele.
19 ଯୀଶୁ ସଠାେରେ ଜମା ହାଇେଥିବା ଲୋକମାନଙ୍କୁ ଘାସ ଉପରେ ବସିୟିବାପାଇଁ କହିଲେ. ତା'ପରେ ସେ ପାଞ୍ଚଖଣ୍ଡ ରୋଟୀ ଓ ଦୁଇଟି ଯାକ ମାଛ ଧରି ଆକାଶକୁ ଚାହିଁଲେ ଓ ଖାଦ୍ୟ ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଦେଲେ। ରୋଟୀକୁ ଖଣ୍ଡ ଖଣ୍ଡ କରି ଶିଷ୍ଯମାନଙ୍କ ହାତକୁ ଦେଲେ। ଶିଷ୍ଯମାନେ ଲୋକଙ୍କୁ ସେଥିରୁ ବାଣ୍ଟିଲେ।
19 Mandou, então, a multidão assentar-se na relva, tomou os cinco pães e os dois peixes e, elevando os olhos ao céu, abençoou-os. Partindo em seguida os pães, deu-os aos seus discípulos, que os distribuíram ao povo.
20 ସମସ୍ତ ଲୋକେ ତାହା ଖାଇଲେ, ଓ ସନ୍ତାଷେ ଲାଭ କଲେ। ଲୋକେ ଖାଇସାରିବା ପରେ ଶିଷ୍ଯମାନେ ବଳକା ଖାଦ୍ୟତକ ବାରଟି ଝୁଡି ରେ ଭର୍ତ୍ତି କଲେ।
20 Todos comeram e ficaram fartos, e, dos pedaços que sobraram, recolheram doze cestos cheios.
21 ସଠାେରେ ପ୍ରାୟ କବଳେ ପାଞ୍ଚ ହଜାର ପୁରୁଷ ଲୋକ ଖାଇଥିଲେ। ତା'ଛଡା ସ୍ତ୍ରୀ ଲୋକ ଓ ପିଲାମାନେ ମଧ୍ଯ ଖାଇଥିଲେ।
21 Ora, os convivas foram aproximadamente cinco mil homens, sem contar as mulheres e crianças.
22 ତା'ପରେ ଯୀଶୁ ଶିଷ୍ଯମାନଙ୍କୁ ଡଙ୍ଗା ରେ ଚଢି ହ୍ରଦର ଅପର ପାଶର୍‌ବକୁ ୟିବାକୁ କହିଲେ। ଯୀଶୁ ନିଜେ ସଠାେକୁ ପରେ ଯିବେ ବୋଲି କହିଲେ।
22 Logo depois, Jesus obrigou seus discípulos a entrar na barca e a passar antes dele para a outra margem, enquanto ele despedia a multidão.
23 ତା'ପରେ ଜମା ହାଇେଥିବା ଲୋକମାନଙ୍କୁ ବିଦାୟ କରି ସେ ପ୍ରାର୍ଥନା କରିବାକୁ ଏକାକୀ ପାହାଡ ଉପରକୁ ଗଲେ। ସନ୍ଧ୍ଯା ହାଇେ ସାରିଥିଲା, ଯୀଶୁ ସଠାେରେ ଏକୁଟିଆ ଥିଲେ।
23 Feito isso, subiu à montanha para orar na solidão. E, chegando a noite, estava lá sozinho.
24 ସେତବେେଳକେୁ ହ୍ରଦ ଭିତ ରେ ଡଙ୍ଗା ଅନକେ ଦୂରକୁ ଚାଲିଯାଇଥିଲା। ଢେଉ ରେ ଧକ୍କା ଖାଇ ଡଙ୍ଗଟି ଟଳମଳ ହେଉଥିଲା। ଖୁବ୍ ଜାରେ ରେ ପ୍ରତିକୂଳ ପବନ ବହୁଥିଲା।
24 Entretanto, já a boa distância da margem, a barca era agitada pelas ondas, pois o vento era contrário.
25 ଯୀଶୁ ହ୍ରଦ ଉପରେ ଚାଲିକରି ରାତ୍ରିର ଚତୁର୍ଥ ପ୍ରହର ରେ ଶିଷ୍ଯମାନଙ୍କ ପାଖ ରେ ଯାଇ ପହନ୍ଚିଲେ।
25 Pela quarta vigília da noite, Jesus veio a eles, caminhando sobre o mar.
26 ଶିଷ୍ଯମାନେ ତାହାଙ୍କୁ ହ୍ରଦ ଉପରେ ଚାଲିକରି ଆସୁ ଥିବାର ଦେଖି ଭୟଭୀତ ହେଲେ। ସମାନେେ କୁହାକୁହି ହେଲେ, ଏତ ଗୋଟିଏ ଭୂତ। ସମାନେେ ଭୟ ରେ ଚିତ୍କାର କଲେ।
26 Quando os discípulos o perceberam caminhando sobre as águas, ficaram com medo: É um fantasma! disseram eles, soltando gritos de terror.
27 ସଙ୍ଗେ ସଙ୍ଗେ ଯୀଶୁ ସମାନଙ୍କେୁ କହିଲେ, ସାହାସ ଧର! ମୁଁ ପରା ଆସିଛି! ଭୟ କର ନାହିଁ।
27 Mas Jesus logo lhes disse: Tranqüilizai-vos, sou eu. Não tenhais medo!
28 ପିତର କହିଲେ, ପ୍ରଭୁ, ଏହା ଯଦି ତୁମ୍ଭେ, ତବେେ ମାେତେ ପାଣି ଉପରେ ଚାଲି ତୁମ୍ଭ ନିକଟକୁ ୟିବାକୁ ଆଦେଶ ଦିଅ।
28 Pedro tomou a palavra e falou: Senhor, se és tu, manda-me ir sobre as águas até junto de ti!
29 ଯୀଶୁ କହିଲେ, ଚାଲି ଆସ। ପିତର ଡଙ୍ଗାରୁ ବାହାରକୁ ଆସିଲେ। ସେ ପାଣି ଉପରେ ଚାଲି ଯୀଶୁଙ୍କ ଆଡକୁ ଗଲେ।
29 Ele disse-lhe: Vem! Pedro saiu da barca e caminhava sobre as águas ao encontro de Jesus.
30 ପିତର ଯୀଶୁଙ୍କ ଆଡକୁ ପାଣି ଉପରେ ଚାଲିକରି ଯାଉଥିବା ସମୟରେ ଜୋର୍ ରେ ପବନ ବହୁଥିଲା। ଢେଉ ଉଠୁଥିଲା। ଏହା ଦେଖି ପିତର ଭୟ କଲେ। ସେ ବୁଡି ୟିବାକୁ ଲାଗିଲେ। ସେ ପାଟି କରି ଡାକିଲେ, ପ୍ରଭୁ, ମାେତେ ରକ୍ଷା କର।
30 Mas, redobrando a violência do vento, teve medo e, começando a afundar, gritou: Senhor, salva-me!
31 ଯୀଶୁ ସଙ୍ଗେ ସଙ୍ଗେ ତାହାଙ୍କ ପାଖ ରେ ପହଞ୍ଚି ତାହାଙ୍କୁ ଧରି ପକାଇଲେ। ସେ ପିତରଙ୍କୁ କହିଲେ, ତୁମ୍ଭର ବିଶ୍ବାସ ଅଳ୍ପ। ତୁମ୍ଭେ କାହିଁକି ସନ୍ଦହେ କଲ?
31 No mesmo instante, Jesus estendeu-lhe a mão, segurou-o e lhe disse: Homem de pouca fé, por que duvidaste?
32 ଯୀଶୁ ଓ ପିତର ଡଙ୍ଗା ଉପରକୁ ଆସିୟିବା ପରେ ପବନ ବନ୍ଦ ହାଇଗେଲା।
32 Apenas tinham subido para a barca, o vento cessou.
33 ଯେଉଁମାନେ ଡଙ୍ଗା ଉପରେ ଥିଲେ, ସମାନେେ ଯୀଶୁଙ୍କୁ ପ୍ରମାମ କଲେ ଓ କହିଲେ, ପ୍ରକୃତ ରେ ତୁମ୍ଭେ ପରମେଶ୍ବରଙ୍କ ପୁତ୍ର।
33 Então aqueles que estavam na barca prostraram-se diante dele e disseram: Tu és verdadeiramente o Filho de Deus.
34 ସମାନେେ ହ୍ରଦ ପାର ହାଇେ ଗିନ୍ନସରେତ୍ କୂଳ ରେ ପହନ୍ଚିଲେ।
34 E, tendo atravessado, chegaram a Genesaré.
35 ସଠାେକାର ଲୋକେ ଚିହ୍ନିପାରିଲେ ଓ ଆଖପାଖ ଅଞ୍ଚଳକୁ ଯୀଶୁଙ୍କ ଆସିବା ଖବର ପଠାଇଲେ। ଲୋକେ ରୋଗୀଙ୍କୁ ତାହାଙ୍କ ପାଖକୁ ଆଣିଲେ।
35 As pessoas do lugar o reconheceram e mandaram anunciar por todos os arredores. Apresentaram-lhe, então, todos os doentes,
36 ଲୋକମାନେ ଯୀଶୁଙ୍କୁ ଅନୁ ରୋଧ କଲେ ଯେ, ରୋଗୀମାନେ ଯେପରି ସୁସ୍ଥ ହାଇଯୋଆନ୍ତି, ସେଥିପାଇଁ ସେ ସମାନଙ୍କେୁ ତାହାଙ୍କୁ ବସ୍ତ୍ରର ଧାରଟି କବଳେ ଛୁଇଁବାକୁ ଅନୁମତି ଦିଅନ୍ତୁ। ଯେଉଁ ରୋଗୀମାନେ ତାହା ଛୁଇଁଲେ, ସମାନେେ ସମସ୍ତେ ସୁସ୍ତ ହାଇଗେଲେ।
36 rogando-lhe que ao menos deixasse tocar na orla de sua veste. E, todos aqueles que nele tocaram, foram curados.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Mateus 14, comparar traduções ou montar um estudo — tudo direto pelo WhatsApp.