Mateus 19
Oriya Bible (GL_ORIYA) vs NTLH
1 ଏସବୁ କଥା କହିସାରି ଯୀଶୁ ଗାଲିଲୀରୁ ଫରେି ୟର୍ଦ୍ଦନ ନଦୀର ଅପର ପାଶର୍ବ ରେ ଥିବା ୟିହୂଦା ଅଞ୍ଚଳ ରେ ପହନ୍ଚିଲେ।
1 Depois de dizer isso, Jesus saiu da Galileia e foi para a região da Judeia que fica no lado leste do rio Jordão.
2 ଅନକେ ଲୋକ ତାହାଙ୍କୁ ଅନୁସରଣ କଲେ। ସଠାେରେ ଯୀଶୁ ରୋଗୀଲୋକମାନଙ୍କୁ ସୁସ୍ଥ କଲେ।
2 Uma grande multidão o seguiu, e ali ele curou os doentes.
3 କେତକେ ଫାରୂଶୀ ପରୀକ୍ଷା କରିବା ପାଇଁ ତାହାଙ୍କ ପାଖକୁ ଆସିଲେ। ସମାନେେ ପଚ଼ାରିଲେ, ଜଣେ ପୁରୁଷ କୌଣସି କାରଣରୁ ତାର ସ୍ତ୍ରୀକୁ ଛାଡି ଦବୋ ନ୍ଯାୟସଙ୍ଗତ କି?
3 Alguns fariseus chegaram perto dele e, querendo conseguir alguma prova contra ele, perguntaram: — Será que pela nossa
4 ଯୀଶୁ କହିଲେ, ତୁମ୍ଭେ ନିଶ୍ଚୟ ଶାସ୍ତ୍ର ରେ ପଢ଼ିଛ ଯେ, 'ସୃଷ୍ଟିକର୍ତ୍ତା ମୂଳରୁ ଲୋକମାନଙ୍କୁ ସ୍ତ୍ରୀ ଓ ପୁରୁଷ ରୂପରେ ସୃଷ୍ଟି କରିଥିଲେ?'
4 Jesus respondeu:
5 ପରମେଶ୍ବର କହିଲେ, 'ଏହି କାରଣରୁ ପୁରୁଷ ନିଜ ପିତାମାତାଙ୍କୁ ଛାଡ଼ି ତା ସ୍ତ୍ରୀ ସହିତ ମିଳିତ ହବେ, ଏବଂ ସେ ଦୁଇଜଣ ଏକ ହାଇଯେିବେ।'
5 E Deus disse: “Por isso o homem deixa o seu pai e a sua mãe para se unir com a sua mulher, e os dois se tornam uma só pessoa.”
6 ତେଣୁ ସ୍ବାମୀ ସ୍ତ୍ରୀ ଦୁଇଜଣ ହାଇେ ରହନ୍ତି ନାହିଁ ମାତ୍ର ସମାନେେ ଏକ ହାଇେ ଯାଆନ୍ତି। ପରମେଶ୍ବର ସମାନଙ୍କେୁ ଏକାଠି ଯୋଡ଼ିଛନ୍ତି। ତେଣୁ କୌଣସି ଲୋକ ସମାନଙ୍କେୁ ଅଲଗା ନକରୁ।
6 Assim já não são duas pessoas, mas uma só. Portanto, que ninguém separe o que Deus uniu.
7 ଫାରୂଶୀମାନେ ପଚ଼ାରିଲେ, ତବେେ ଜଣେ ପୁରୁଷ ଛାଡ଼ପତ୍ର ଲେଖି ନିଜ ସ୍ତ୍ରୀକୁ ଛାଡ଼ି ଦଇେ ପାରିବ ବୋଲି ମାଶାେ କାହିଁକି ଆଦେଶ ଦଇେଛନ୍ତି?
7 Os fariseus perguntaram: — Nesse caso, por que é que Moisés permitiu ao homem mandar a sua esposa embora se der a ela um documento de divórcio?
8 ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନେେ ପରମେଶ୍ବରଙ୍କ ଉପଦେଶ ଗ୍ରହଣ କରିବାକୁ ମନା କରିଥିବାରୁ ମାଶାେ ତୁମ୍ଭମାନଙ୍କୁ ନିଜ ସ୍ତ୍ରୀକୁ ଛାଡ଼ପତ୍ର ଦବୋକୁ ଅନୁମତି ଦଇେଛନ୍ତି। କିନ୍ତୁ ପ୍ରଥମରୁ ଛାଡ଼ପତ୍ର ଦବୋପାଇଁ ଅନୁମତି ଦିଆଯାଇ ନଥିଲା।
8 Jesus respondeu:
9 ମୁଁ ତୁମ୍ଭମାନଙ୍କୁ କହି ରଖୁଛି ଯେ, ଯଦି କୌଣସି ଲୋକ ନିଜ ସ୍ତ୍ରୀକୁ ଛାଡ଼ପତ୍ର ଦଇେ ଅନ୍ୟଜଣେ ସ୍ତ୍ରୀ ଲୋକକୁ ବିବାହ କରେ, ତବେେ ସେ ବ୍ଯଭିଚ଼ାର ପାପରେ ଦୋଷୀ ସାବ୍ଯସ୍ତ ହୁଏ। ଯଦି ପ୍ରଥମେ ସ୍ତ୍ରୀର ଅନ୍ୟ କୌଣସି ଲୋକ ସହିତ ୟୌନ-ସମ୍ପର୍କ ରହିଥାଏ, ସହେି ଗୋଟିଏ କାରଣରୁ ଜଣେ ଲୋକ ନିଜ ସ୍ତ୍ରୀକୁ ଛାଡ଼ପତ୍ର ଦଇେ ପୁଣି ଥରେ ବିବାହ କରି ପାରିବ।
9 Portanto, eu afirmo a vocês o seguinte: o homem que mandar a sua esposa embora, a não ser em caso de adultério, se tornará adúltero se casar com outra mulher.
10 ଶିଷ୍ଯମାନେ ଯୀଶୁଙ୍କୁ କହିଲେ, ଯଦି ଜଣେ ପୁରୁଷ କବଳେ ଗୋଟିଏ ମାତ୍ର କାରଣ ପାଇଁ ନିଜ ସ୍ତ୍ରୀକୁ ଛାଡ଼ପତ୍ର ଦଇେ ପାରିବ, ତବେେ ବିବାହ ନ କରିବା ବରଂ ଭଲ।
10 Os discípulos de Jesus disseram: — Se é esta a situação entre o homem e a sua esposa, então é melhor não casar.
11 ଯୀଶୁ ଉତ୍ତର ଦେଲେ, ବିବାହ ସମ୍ବନ୍ଧ ରେ ଏହି ଉପଦେଶ ପ୍ରେତ୍ୟକକ ଲୋକ ଗ୍ରହଣ କରି ପାରିବନୋହିଁ। ଯେଉଁମାନଙ୍କୁ ପରମେଶ୍ବର ଏହି କ୍ଷମତା ଦଇେଛନ୍ତି, କବଳେ ସହେିମାନେ ଏହି ଉପଦେଶ ଗ୍ରହଣ କରି ପାରିବେ।
11 Jesus respondeu:
12 କେତକେ ଲୋକ କାହିଁକି ବିବାହ କରିପାରନ୍ତି ନାହିଁ, ତାର ବିଭିନ୍ନ କାରଣ ଅଛି। ମାତୃଗର୍ଭରୁ କେତକେ ଲୋକ ନଫୁସକ ହାଇେ ଜନ୍ମ ହାଇେଥାନ୍ତି। କେତକେ ଲୋକ ଅନ୍ୟମାନଙ୍କ ଦ୍ବାରା ପରବର୍ତ୍ତୀ ସମୟରେ ନଫୁସକ ରୋଇଯାଇଥାନ୍ତି। ଆଉ କେତକେ ଲୋକ ସ୍ବର୍ଗରାଜ୍ଯ ପାଇଁ ବିବାହ କରି ନଥାଆନ୍ତି। କିନ୍ତୁ ଯେଉଁ ଲୋକ ବିବାହ କରିପାରିବ, ସେ ବିବାହ ସମ୍ବନ୍ଧୀୟ ଏହି ଉପଦେଶ ଗ୍ରହଣ କରିବା ଉଚ଼ିତ
12 Pois há razões diferentes que tornam alguns homens incapazes para o casamento: uns, porque nasceram assim; outros, porque foram castrados; e outros ainda não casam por causa do
13 ତା'ପରେ ଲୋକମାନେ କେତକେ ପିଲାଙ୍କୁ ଯୀଶୁଙ୍କ ପାଖକୁ ନଇେ ଆସିଲେ। ଯେପରି ଯୀଶୁ ସମାନଙ୍କେ ଉପରେ ଆପଣା ହାତ ରଖି ପାରିବେ ଓ ସମାନଙ୍କେ ଲାଗି ପ୍ରାର୍ଥନା କରିବେ। କିନ୍ତୁ ଯୀଶୁଙ୍କ ଶିଷ୍ଯମାନେ ଲୋକମାନଙ୍କୁ ଧମକ ଦଇେ ଯୀଶୁଙ୍କ ପାଖକୁ, ପିଲାମାନଙ୍କୁ ନ ଆଣିବା ପାଇଁ କହିଲେ।
13 Depois disso, algumas pessoas levaram as suas crianças para Jesus pôr as mãos sobre elas e orar, mas os discípulos repreenderam as pessoas que fizeram isso.
14 ଯୀଶୁ କହିଲେ, ପିଲାମାନଙ୍କୁ ମାେ ପାଖକୁ ଆସିବାକୁ ଦିଅ। ସମାନଙ୍କେୁ ଅଟକାଅ ନାହିଁ। କାରଣ ଯେଉଁମାନେ ଠିକ୍ ଏହି ପିଲାମାନଙ୍କ ଭଳି ଅଟନ୍ତି ସ୍ବର୍ଗରାଜ୍ଯ ସହେିମାନଙ୍କର।
14 Aí ele disse:
15 ତା'ପରେ ଯୀଶୁ ତାହାଙ୍କର ହାତ ସହେି ପିଲାମାନଙ୍କ ଉପରେ ରଖିଲେ ଏବଂ ସଠାରୁେ ଚ଼ାଲିଗଲେ।
15 Então Jesus pôs as mãos sobre elas e foi embora.
16 ଜଣେ ଲୋକ ଆସି ଯୀଶୁଙ୍କୁ ପଚ଼ରିଲେ, ଗୁରୁ, ଅନନ୍ତ-ଜୀବନ ଲାଭ କରିବା ପାଇଁ ମୁଁ କେଉଁ ଭଲ କାମ କରିବା ଉଚିତ?
16 Certa vez um homem chegou perto de Jesus e perguntou: — Mestre, o que devo fazer de bom para conseguir a vida eterna?
17 ଯୀଶୁ ସେ ଲୋକକୁ ପଚ଼ାରିଲେ, ଭଲ କାମ ବିଷୟ ରେ ମାେତେ କାହିଁକି ପଚ଼ାରୁଛ? ଭଲ ତ କବଳେ ମାତ୍ର ଜଣେ। ସେ ହେଉଛନ୍ତି ପରମେଶ୍ବର। ତଥାପି ଯଦି ତୁମ୍ଭେ ଅନନ୍ତ-ଜୀବନ ପାଇବା ପାଇଁ ଚ଼ାହୁଁଛ, ତବେେ ଆଦେଶଗୁଡ଼ିକ ପାଳନ କର।
17 Jesus respondeu:
18 ଲୋକ ଜଣକ ପଚ଼ାରିଲା, କେଉଁ ଆଦେଶ? ଯୀଶୁ ଉତ୍ତର ଦେଲେ, 'ତୁମ୍ଭେ କାହାରିକୁ ହତ୍ଯା କରିବ ନାହିଁ, ବ୍ଯଭିଚ଼ାର କରନାହିଁ, ଚେ଼ାରୀ କରନାହିଁ, ଅନ୍ୟ ଲୋକଙ୍କ ବିଷୟ ରେ ମିଛ କୁହନାହିଁ।'
18 — Que mandamentos? — perguntou ele. Jesus respondeu:
19 ନିଜ ପିତାମାତାଙ୍କୁ ସମ୍ମାନ ଦବେ ଓ 'ନିଜକୁ ଯେପରି ଭଲ ପାଉଛ, ଅନ୍ୟମାନଙ୍କୁ ସପରେି ଭଲ ପାଇବ।'
19 respeite o seu pai e a sua mãe e ame os outros como você ama a você mesmo.”
20 ୟୁବକଟି କହିଲା, ମୁଁ ଏ ସବୁକଥା ମାନିଛି। ଏବେ ମାେ ପାଖ ରେ ଆଉ କ'ଣ ଅଭାବ ରହିଛି?
20 — Eu tenho obedecido a todos esses mandamentos! — respondeu o moço. — O que mais me falta fazer?
21 ଯୀଶୁ କହିଲେ, ଯଦି ତୁମ୍ଭେ ସିଦ୍ଧ ହବୋକୁ ଚ଼ାହୁଛ, ତବେେ ଯାଅ ଏବଂ ତୁମ୍ଭ ପାଖ ରେ ଥିବା ସବୁ କିଛି ବିକି ସେ ଧନ ଗରୀବମାନଙ୍କୁ ବଣ୍ଟିଦିଅ। ତା' ହେଲେ ସ୍ବର୍ଗ ରେ ତୁମ୍ଭକୁ ଅମାପ ଧନ ମିଳି ପାରିବ। ତା'ପରେ ଆସ ଓ ମାରେ ଅନୁସରଣ କର।
21 Jesus respondeu:
22 ୟୁବକଟି ଏକଥା ଶୁଣିବା ପରେ ବହୁତ ଦୁଃଖ କଲା। ସେ ବହୁତ ଧନୀ ଥିଲା ଓ ନିଜର ଧନ ପାଖ ରେ ରଖିବାକୁ ଚ଼ାହୁଁଥିଲା। ତେଣୁ ସେ ଯୀଶୁଙ୍କୁ ଛାଡ଼ି ଚ଼ାଲିଗଲା।
22 Quando o moço ouviu isso, foi embora triste, pois era muito rico.
23 ତାପରେ ଯୀଶୁ ଶିଷ୍ଯମାନଙ୍କୁ କହିଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି। ଜଣେ ଧନୀଲୋକ ନିମନ୍ତେ ସ୍ବର୍ଗରାଜ୍ଯ ରେ ପ୍ରବେଶ କରିବା ଅତ୍ଯନ୍ତ କଷ୍ଟକର ବିଷୟ।
23 Jesus então disse aos discípulos:
24 ହଁ, ମୁଁ ତୁମ୍ଭକୁ କହୁଛି ଯେ ଜଣେ ଧନୀ ଲୋକ ପରମେଶ୍ବରଙ୍କ ରାଜ୍ଯ ରେ ପ୍ରବେଶ କରିବା ଠାରୁ ଗୋଟିଏ ଓଟ ଛୁଞ୍ଚିକଣା ଭିତ ରେ ଗଳିୟିବା ବରଂ ସହଜ।
24 E digo ainda que é mais difícil um rico entrar no Reino de Deus do que um camelo passar pelo fundo de uma agulha.
25 ଶିଷ୍ଯମାନେ ଏକଥା ଶୁଣି ବଡ଼ ଆଶ୍ଚର୍ୟ୍ଯ ହେଲେ। ସମାନେେ ପଚାରିଲେ, ତବେେ କିଏ ପରିତ୍ରାଣ ପାଇ ପାରିବ?
25 Quando ouviram isso, os discípulos ficaram muito admirados e perguntavam: — Então, quem é que pode se salvar?
26 ଯୀଶୁ ସମାନଙ୍କେୁ ଚ଼ାହିଁ କହିଲେ, ଏହା ଲୋକମାନଙ୍କ ପାଇଁ ଅସମ୍ଭବ। କିନ୍ତୁ ପରମେଶ୍ବରଙ୍କ ପାଇଁ ସବୁ କିଛି ସମ୍ଭବ।
26 Jesus olhou para eles e respondeu:
27 ତାପରେ ପିତର କହିଲେ, ଆମ୍ଭର ଯାହା କିଛି ଥିଲା, ଆମ୍ଭେ ସେ ସବୁ ଛାଡ଼ି ଦଇେଛୁ ଏବଂ ତୁମ୍ଭର ଅନୁସରଣ କରିଛୁ। ତା ହେଲେ ଆମ୍ଭେ କ'ଣ ପାଇବୁ?
27 Aí Pedro disse: — Veja! Nós deixamos tudo e seguimos o senhor. O que é que nós vamos ganhar?
28 ଯୀଶୁ ଶିଷ୍ଯମାନଙ୍କୁ କହିଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି। ନୂତନ ଜଗତ ସୃଷ୍ଟି ହେଲେ ମନୁଷ୍ଯ ପୁତ୍ର ତାହାଙ୍କର ମହାନ ସିଂହାସନ ପାଖ ରେ ବସିବ ଓ ତୁମ୍ଭମାନେେ ମଧ୍ଯ ଯେଉଁମାନେ ମାେତେ ଅନୁସରଣ କରୁଛ, ସିଂହାସନ ପାଖ ରେ ବସିବ। ତୁମ୍ଭମାନେେ ବାରଟି ସିଂହାସନ ଉପରେ ବସିବ ଏବଂ ଇଶ୍ରାୟେଲର ବାରଟି ବଂଶର ଲୋକମାନଙ୍କର ବିଚ଼ାର କରିବ।
28 Jesus respondeu:
29 ମାେ ପାଇଁ ଯେଉଁ ଲୋକ ଘରଦ୍ବାର କିମ୍ବା ଭାଇ, ଭଉଣୀ କିମ୍ବା ପିତା, ମାତାଙ୍କୁ କିମ୍ବା ପିଲାମାନଙ୍କୁ କିମ୍ବା ଜମିବାଡ଼ି ଛାଡ଼ି ଦଇେଛି, ସେ ଶ ହଗେୁଣ ଅଧିକା ପାଇବ ଏବଂ ଅନନ୍ତଜୀବନ ପାଇବ।
29 E todos os que, por minha causa, deixarem casas, irmãos, irmãs, pai, mãe, filhos ou terras receberão cem vezes mais e também a vida eterna.
30 କିନ୍ତୁ ଯେଉଁମାନେ ଏବେ ପ୍ରଥମ ସ୍ଥାନ ରେ ଅଛନ୍ତି, ଭବିଷ୍ଯତ ରେ ସମାନଙ୍କେ ଭିତରୁ ବହୁତ ଲୋକ ଶଷେ ସ୍ଥାନ ରେ ରହିଯିବେ। ଏବଂ ଏବେ ଶଷେ ସ୍ଥାନ ରେ ପଡ଼ି ରହିଥିବା ବହୁତ ଲୋକ ଭବିଷ୍ଯତ ରେ ପ୍ରଥମସ୍ଥାନ ଲାଭ କରିବେ।
30 Muitos que agora são os primeiros serão os últimos, e muitos que agora são os últimos serão os primeiros.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Mateus 19, comparar traduções ou montar um estudo — tudo direto pelo WhatsApp.