Mateus 21
Oriya Bible (GL_ORIYA) vs ARA
1 ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ୟିରୁଶାଲମ ପାଖାପାଖି ଆସି ଯାଇଥିଲେ। ସମାନେେ ପ୍ରଥମେ ଜୀତ ପର୍ବତ ପାଖ ବୌଥ୍ଫାଗୀଠା ରେ ଅଟକିଲେ।
1 Quando se aproximaram de Jerusalém e chegaram a Betfagé, ao monte das Oliveiras, enviou Jesus dois discípulos, dizendo-lhes:
2 ଯୀଶୁ ଦୁଇଜଣ ଶିଷ୍ଯଙ୍କୁ ଗାଁକୁ ପଠାଇଲେ। ସେ କହିଲେ, ତୁମ୍ଭେ ଠିକ୍ ସାମନା ରେ ଥିବା ଗାଁକୁ ଯାଅ। ସଠାେରେ ପହଞ୍ଚିବା ପରେ ତୁମ୍ଭେ ଗୋଟିଏ ମାଇ ଗଧ ବନ୍ଧା ହାଇେଥିବାର ଦେଖିବ। ତା' ସହିତ ଗୋଟିଏ ଗଧଛୁଆ ମଧ୍ଯ ସଠାେରେ ଥିବ। ସମାନଙ୍କେୁ ଖାଲିଦେବେ, ଓ ସମାନଙ୍କେୁ ମାେ ପାଖକୁ ନଇେ ଆସିବ।
2 Ide à aldeia que aí está diante de vós e logo achareis presa uma jumenta e, com ela, um jumentinho. Desprendei-a e trazei-mos.
3 ଯଦି ତୁମ୍ଭକୁ କହେି ଲୋକ ପଚ଼ା ରେ ଯେ, ତୁମ୍ଭମାନେେ କାହିଁକି ଗଧ ଦୁହିଁଙ୍କୁ ନଇେ ଯାଉଛ, ତବେେ ତୁମ୍ଭେ କହିବ 'ଏଗୁଡ଼ିକ ପ୍ରଭୁଙ୍କର ଦରକାର। ପରେ ସେ ସମାନଙ୍କେୁ ସଙ୍ଗେ ସଙ୍ଗେ ପଠାଇ ଦବେେ।'
3 E, se alguém vos disser alguma coisa, respondei-lhe que o Senhor precisa deles. E logo os enviará.
4 ଭବିଷ୍ଯଦ୍ବକ୍ତା ଯାହା କହିଥିଲେ, ତାହା ସଫଳ ହବୋ ପାଇଁ ଏସବୁ ଘଟିଲା। ଭବିଷ୍ଯଦ୍ବକ୍ତା କହିଥିଲେ:
4 Ora, isto aconteceu para se cumprir o que foi dito por intermédio do profeta:
5 ସିୟୋନ ନଗରୀକୁ କୁହ: ' ଦେଖ, ତୁମ୍ଭର ରାଜା ତୁମ୍ଭ ପାଖକୁ ଆସୁଛନ୍ତି। ସେ ନମ୍ର ଓ ସେ ଗୋଟିଏ ଗଧ ଉପରେ ଚ଼ଢ଼ି ଆସୁଛନ୍ତି। ହଁ, ଗୋଟିଏ ଗଧଛୁଆ ଉପରେ ଚ଼ଢ଼ିଛନ୍ତି, ସହେି ଛୁଆ ଏକ ସ୍ତନ୍ଯପାଯୀ ଗଧରୁ ଜନ୍ମ ହାଇେଛି।'ଜିଖରିୟ 9:9
5 Dizei à filha de Sião: Eis aí te vem o teu Rei, humilde, montado em jumento, num jumentinho, cria de animal de carga.
6 ଶିଷ୍ଯମାନେ ଚ଼ାଲିଗଲେ ଓ ଯୀଶୁଙ୍କ କହିବା ଅନୁସାରେ ସମାନେେ କାମ କଲେ।
6 Indo os discípulos e tendo feito como Jesus lhes ordenara,
7 ସମାନେେ ମାଈ ଗଧ ଓ ଗଧଛୁଆକୁ ନଇେ ଯୀଶୁଙ୍କ ପାଖକୁ ଆସିଲେ। ସମାନେେ ତାହାଙ୍କ ଲୁଗାଗୁଡ଼ିକ ଗଧମାନଙ୍କ ଉପରେ ବିଛାଇ ଦେଲେ। ଯୀଶୁ ସହେି ଲୁଗା ଉପରେ ବସିଲେ।
7 trouxeram a jumenta e o jumentinho. Então, puseram em cima deles as suas vestes, e sobre elas Jesus montou.
8 ଯୀଶୁ ୟିରୂଶାଲମ ରାସ୍ତା ରେ ଯାତ୍ରା କଲେ। ଅନକେ ଲୋକ ଯୀଶୁଙ୍କ ପାଇଁ ସମାନଙ୍କେର ଲୁଗା ରାସ୍ତା ରେ ବିଛଇେ ଦେଲେ। ଆଉ କେତକେ ଲୋକ ଗଛରୁ ଡ଼ାଳ ସବୁ କାଟି ରାସ୍ତା ରେ ବିଛାଇ ଦେଲେ।
8 E a maior parte da multidão estendeu as suas vestes pelo caminho, e outros cortavam ramos de árvores, espalhando-os pela estrada.
9 ଯୀଶୁଙ୍କ ଆଗେ ଆଗେ କେତକେ ଲୋକ ଯାଉଥିଲେ। ତାହାଙ୍କ ପେଛ ପେଛ ମଧ୍ଯ କେତକେ ଲୋକ ଯାଉଥିଲେ। ସେ ସମସ୍ତେ ପାଟି କରି କହୁଥିଲେ:
9 E as multidões, tanto as que o precediam como as que o seguiam, clamavam: Hosana ao Filho de Davi! Bendito o que vem em nome do Senhor! Hosana nas maiores alturas!
10 ଯୀଶୁ ଯେତବେେଳେ ୟିରୁଶାଲମ ରେ ପ୍ରବେଶ କଲେ, ସେତବେେଳେ ସାରା ନଗର ରେ ଚହଳ ପଡ଼ିଗଲା। ଲୋକେ ପଚ଼ାରିଲେ, ଏ ଲୋକଟି କିଏ?
10 E, entrando ele em Jerusalém, toda a cidade se alvoroçou, e perguntavam: Quem é este?
11 ଯୀଶୁଙ୍କୁ ଅନୁସରଣ କରୁଥିବା ଲୋକେ କହିଲେ, ଏ ହେଉଛନ୍ତି ଭବିଷ୍ଯଦ୍ବକ୍ତା ଯୀଶୁ। ସେ ଗାଲିଲୀ ପ୍ରଦେଶ ରେ ନାଜରିତ ସହରରୁ ଆସିଛନ୍ତି।
11 E as multidões clamavam: Este é o profeta Jesus, de Nazaré da Galileia!
12 ଯୀଶୁ ମନ୍ଦିର ପରିସର ରେ ପ୍ରବେଶ କଲେ। ସଠାେରେ କିଣା ଓ ବିକା କରୁଥିବା ଲୋକମାନଙ୍କୁ ଯୀଶୁ ବାହାରକୁ ଘଉଡ଼ଇେ ଦେଲେ। ସେ ମୁଦ୍ରା ବ୍ଯବସାଯୀଙ୍କ ମଜେ ଓ କାପ୍ତା ବ୍ଯବସାଯୀଙ୍କ ଆସନ ଓଲଟଇେ ଦେଲେ।
12 Tendo Jesus entrado no templo, expulsou todos os que ali vendiam e compravam; também derribou as mesas dos cambistas e as cadeiras dos que vendiam pombas.
13 ଯୀଶୁ ସମାନଙ୍କେୁ କହିଲେ, ଶାସ୍ତ୍ର ରେ ଏକଥା ଲଖାେଅଛି, 'ମାେ ଘର ପ୍ରାର୍ଥନା ଘର ବୋଲି କୁହା ୟିବ।' କିନ୍ତୁ ତୁମ୍ଭମାନେେ ଏହାକୁ ଡ଼କାୟତଙ୍କ ଆଡ଼ଡ଼ା ସ୍ଥଳି କରି ଦଇେଛ।
13 E disse-lhes: Está escrito:
14 ମନ୍ଦିର ରେ କେତକେ ଅନ୍ଧ ଓ କେତକେ େଛାଟ ଲୋକ ଯୀଶୁଙ୍କ ପାଖକୁ ଆସିଲେ। ଯୀଶୁ ସମାନଙ୍କେୁ ସୁସ୍ଥ କରି ଦେଲେ।
14 Vieram a ele, no templo, cegos e coxos, e ele os curou.
15 ପ୍ରଧାନ ଯାଜକ ଓ ଧର୍ମଶାସ୍ତ୍ରୀମାନେ ଯୀଶୁଙ୍କ ଏ ବିସ୍ମୟ ଜନକ କାମ ଦେଖିଲେ। ମନ୍ଦିର ପରିସର ରେ ପିଲାମାନେ ପାଟି କରି ଯୀଶୁଙ୍କ ମହିମା ଗାନ କରୁଥିବାର ସମାନେେ ଶୁଣିଲେ। ପିଲାମାନେ କହୁଥିଲେ, ଦାଉଦଙ୍କ ପୁତ୍ରଙ୍କ ମହିମା ଗାନ କର। ଏସବୁ ଘଟଣା ରେ ଯାଜକ ଓ ଧର୍ମଶାସ୍ତ୍ରୀମାନେ ରାଗିଗଲେ।
15 Mas, vendo os principais sacerdotes e os escribas as maravilhas que Jesus fazia e os meninos clamando: Hosana ao Filho de Davi!, indignaram-se e perguntaram-lhe:
16 ସମାନେେ ଯୀଶୁଙ୍କୁ ପଚାରିଲେ, ଏ ପିଲାମାନେ କ'ଣ କହୁଛନ୍ତି, ତୁମ୍ଭେ କ'ଣ ତାହା ଶୁଣି ପାରୁଛ?
16 Ouves o que estes estão dizendo? Respondeu-lhes Jesus: Sim; nunca lestes:
17 ତା'ପରେ ଯୀଶୁ ସେ ସ୍ଥାନ ଓ ନଗରରୁ ବାହାରକୁ ଚ଼ାଲିଗଲେ। ସେ ବୈଥନୀକୁ ଚ଼ାଲିଗଲେ ଓ ସଠାେରେ ରାତିଟି କଟାଇଲେ।
17 E, deixando-os, saiu da cidade para Betânia, onde pernoitou.
18 ତା'ପର ଦିନ ଅତି ସକାଳୁ ଯୀଶୁ ୟିରୂଶାଲମ ନଗରକୁ ଫରେୁଥିଲେ। ତାହାଙ୍କୁ ଭୋକ ଲାଗିଲା।
18 Cedo de manhã, ao voltar para a cidade, teve fome;
19 ରାସ୍ତା କଡ଼ ରେ ସେ ଗୋଟିଏ ଡ଼ିମ୍ବିରି ଗଛ ଦେଖିଲେ। ସେ ଗଛ ପାଖକୁ ଗଲେ। ଗଛ ରେ ପତ୍ର ଛଡ଼ା ଆଉ ସେ କିଛି ପାଇଲେ ନାହିଁ। ସେ ଗଛକୁ କହିଲେ, ଆଉ ଏଣିକି ତୋ ଠା ରେ ଫଳ ଆସିବ ନାହିଁ। ସଙ୍ଗେ ସଙ୍ଗେ ଡ଼ିମ୍ବିରି ଗଛଟି ଶୁଖି ମରିଗଲା।
19 e, vendo uma figueira à beira do caminho, aproximou-se dela; e, não tendo achado senão folhas, disse-lhe: Nunca mais nasça fruto de ti! E a figueira secou imediatamente.
20 ଯୀଶୁଙ୍କ ଶିଷ୍ଯମାନେ ଏହା ଦେଖି ଆଶ୍ଚର୍ୟ୍ଯ ହାଇଗେଲେ। ସମାନେେ ଯୀଶୁଙ୍କୁ ପଚ଼ାରିଲେ, ଏତେ ଶୀଘ୍ର ଡ଼ିମ୍ବିରି ଗଛଟି କିପରି ଶୁଖି ମରିଗଲା?
20 Vendo isto os discípulos, admiraram-se e exclamaram: Como secou depressa a figueira!
21 ଯୀଶୁ ଉତ୍ତର ଦେଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି। ଯଦି ତୁମ୍ଭର ବିଶ୍ବାସ ଥିବ ଓ କୌଣସି ସନ୍ଦହେ ନଥିବ ତବେେ ମୁଁ ଏ ଗଛଟିକୁ ଯାହା କଲି, ତୁମ୍ଭମାନେେ ମଧ୍ଯ ଠିକ୍ ସହେିପରି କରିପାରିବ। ତୁମ୍ଭମାନେେ ମଧ୍ଯ ଅନକେ ଅଧିକ କାମ କରିପାରିବ। ତୁମ୍ଭମାନେେ ଏ ପର୍ବତକୁ କହିପାରିବ, ' ହେ ପର୍ବତ, ଏଠାରୁ ଯାଅ ଓ ସମୁଦ୍ର ରେ ପଡ଼।' ଯଦି ତୁମ୍ଭମାନଙ୍କର ବିଶ୍ବାସ ଥାଏ, ଏହା ଘଟିବ।
21 Jesus, porém, lhes respondeu: Em verdade vos digo que, se tiverdes fé e não duvidardes, não somente fareis o que foi feito à figueira, mas até mesmo, se a este monte disserdes: Ergue-te e lança-te no mar, tal sucederá;
22 ତୁମ୍ଭମାନେେ ଯାହା କିଛି ପ୍ରାର୍ଥନା ରେ ମାଗିବ, ତାହା ପାଇବ।
22 e tudo quanto pedirdes em oração, crendo, recebereis.
23 ଯୀଶୁ ମନ୍ଦିର ପରିସରକୁ ଗଲେ। ସଠାେରେ ସେ ଉପଦେଶ ଦେଉଥିବା ସମୟରେ ପ୍ରଧାନ ଯାଜକ ଓ ଲୋକମାନଙ୍କର ପ୍ରାଚ଼ୀନ ନେତାମାନେ ତାହାଙ୍କ ପାଖକୁ ଆସିଲେ। ସମାନେେ ଯୀଶୁଙ୍କୁ ପଚ଼ାରିଲେ, ଆମ୍ଭକୁ କୁହ, ଏଭଳି ସବୁ କାମ କେଉଁ ଅଧିକାର ରେ ତୁମ୍ଭେ କରୁଛ? ତୁମ୍ଭକୁ ଏ ଅଧିକାର କିଏ ଦଲୋ?
23 Tendo Jesus chegado ao templo, estando já ensinando, acercaram-se dele os principais sacerdotes e os anciãos do povo, perguntando: Com que autoridade fazes estas coisas? E quem te deu essa autoridade?
24 ଯୀଶୁ ଉତ୍ତର ଦେଲେ, ମୁଁ ମଧ୍ଯ ତୁମ୍ଭମାନଙ୍କୁ ଗୋଟିଏ ପ୍ରଶ୍ନ ପଚାରିବି। ତୁମ୍ଭମାନେେ ଯଦି ମାେ ପ୍ରଶ୍ନର ଉତ୍ତର ଦଇେ ପାରିବ, ତବେେ ମୁଁ କହିବି ଯେ ଏଭଳି କାମ କରିବାକୁ ମାରେ କେଉଁ ଅଧିକାର ରହିଛି।
24 E Jesus lhes respondeu: Eu também vos farei uma pergunta; se me responderdes, também eu vos direi com que autoridade faço estas coisas.
25 କୁହ, ଯୋହନଙ୍କ ବାପ୍ତିସ୍ମ କେଉଁଠାରୁ ଆସିଥିଲା?
25 Donde era o batismo de João, do céu ou dos homens? E discorriam entre si: Se dissermos: do céu, ele nos dirá: Então, por que não acreditastes nele?
26 କିନ୍ତୁ ଆମ୍ଭେ ଯଦି କହିବା, 'ଏହା ମନୁଷ୍ଯ ପାଖରୁ ଆସିଛି,' ତବେେ ଏଠା ରେ ଜମା ରୋଇଥିବା ଲୋକେ ଆମ୍ଭ ଉପରେ ରାଗିଯିବେ। ଆମ୍ଭମାନେେ ଏ ଲୋକମାନଙ୍କୁ ଭୟ କରୁଛୁ। କାରଣ ସମାନେେ ସମସ୍ତେ ଯୋହନଙ୍କୁ ଭବିଷ୍ଯଦ୍ବକ୍ତା ରୂପେ ବିଶ୍ବାସ କରନ୍ତୁ.
26 E, se dissermos: dos homens, é para temer o povo, porque todos consideram João como profeta.
27 ତେଣୁ ସମାନେେ ଯୀଶୁଙ୍କୁ ଉତ୍ତର ଦେଲେ, ଯୋହନଙ୍କ ବାପ୍ତିସ୍ମ କେଉଁଛାରୁ ଆସିଥିଲା, ଆମ୍ଭେ ତାହା ଜାଣିନାହୁଁ।
27 Então, responderam a Jesus: Não sabemos. E ele, por sua vez: Nem eu vos digo com que autoridade faço estas coisas.
28 କୁହତ ଦେଖି, ତୁମ୍ଭେ ଏବିଷୟ ରେ କ'ଣ ଭାବୁଛ? ଜଣେ ଲୋକର ଦୁଇଟି ପୁଅ ଥିଲେ। ସେ ପ୍ରଥମ ପୁଅ ପାଖକୁ ଯାଇ କହିଲା, 'ପୁଅ ଆଜି ଯା ଓ ଅଙ୍ଗୁର ବଗିଚ଼ା ରେ କାମ କର।'
28 E que vos parece? Um homem tinha dois filhos. Chegando-se ao primeiro, disse: Filho, vai hoje trabalhar na vinha.
29 ପୁଅ କହିଲା, 'ମୁଁ ୟିବି ନାହିଁ।' କିନ୍ତୁ ପରେ ସେ ନିଜର ମନ ବଦଳାଇ ଗଲା।
29 Ele respondeu: Sim, senhor; porém não foi.
30 ତା'ପରେ ତା ବାପା ଅନ୍ୟ ପୁଅ ପାଖକୁ ଗଲେ ଓ ତାକୁ ସହେି କଥା କହିଲେ। ସେ କହିଲା, 'ହଁ, ଆଜ୍ଞା ମୁଁ ୟିବି।' କିନ୍ତୁ ଗଲାନାହିଁ।
30 Dirigindo-se ao segundo, disse-lhe a mesma coisa. Mas este respondeu: Não quero; depois, arrependido, foi.
31 ତବେେ କୁହ, 'କେଉଁ ପୁଅ ତାର ବାପାଙ୍କ ବାଧ୍ଯ ହେଲା?
31 Qual dos dois fez a vontade do pai? Disseram: O segundo. Declarou-lhes Jesus: Em verdade vos digo que publicanos e meretrizes vos precedem no reino de Deus.
32 ତୁମ୍ଭମାନଙ୍କୁ ବଞ୍ଚିବା ପାଇଁ ଠିକ ବାଟ ଦଖାଇବୋକୁ ଯୋହନ ଆସି ଥିଲେ। ତୁମ୍ଭମାନେେ ଯୋହନଙ୍କୁ ବିଶ୍ବାସ କଲ ନାହିଁ।କିନ୍ତୁ କର ଆଦାୟକାରୀ ଓ ବେଶ୍ଯାମାନେ ଯୋହନଙ୍କୁ ବିଶ୍ବାସ କଲେ। କର ଆଦାୟକାରୀ ଓ ବେଶ୍ଯାମାନେ ଯୋହନଙ୍କୁ ବିଶ୍ବାସ କରିଛନ୍ତି ବୋଲି ତୁମ୍ଭେ ଦେଖିଲ। ତଥାପି ତାହାଙ୍କଠା ରେ ବିଶ୍ବାସ କରିବା ଲୋଗି ତୁମ୍ଭମାନେେ ହୃଦୟ ପରିବର୍ତ୍ତନ କଲ ନାହିଁ।
32 Porque João veio a vós outros no caminho da justiça, e não acreditastes nele; ao passo que publicanos e meretrizes creram. Vós, porém, mesmo vendo isto, não vos arrependestes, afinal, para acreditardes nele.
33 ଆଉ ଗୋଟିଏ କାହାଣୀ ଶୁଣ। ଜଣେ ଜମିମାଲିକ ଥିଲେ। ତାହାଙ୍କ ଜମି ରେ ସେ ଦ୍ରାକ୍ଷା ଲଗାଇଲେ। ସେ ତା ଚ଼ାରିପଟେ ବାଡ଼ ଲଗାଇଲେ। ସେ ଦ୍ରାକ୍ଷାରସ ବାହାର କରିବା ପାଇଁ ସେଥି ରେ ଦ୍ରାକ୍ଷାକୁଣ୍ଡଟିଏ ଖାେଳିଲେ। ସେ ସଠାେରେ ପ୍ରହରୀଗୃହଟିଏ ନିର୍ମାଣ କଲେ ଓ କେତକେ କୃଷକଙ୍କୁ ଜମିଟି ଭାଗ ଦଇେ ଦେଲେ। ତା'ପରେ ସେ ବିଦେଶ ଯାତ୍ରା ରେ ବାହାରି ଗଲେ।
33 Atentai noutra parábola. Havia um homem, dono de casa, que plantou uma vinha. Cercou-a de uma sebe, construiu nela um lagar, edificou-lhe uma torre e arrendou-a a uns lavradores. Depois, se ausentou do país.
34 କିଛି ଦିନ ପରେ ଦ୍ରାକ୍ଷା ତୋଳିବା ବଳେ ଆସିଲା। ଜମିମାଲିକ ତାଙ୍କ ଦ୍ରାକ୍ଷା ଭାଗ ତକ ଆଣିବ ପାଇଁ କେତକେ ଚ଼ାକରଙ୍କୁ କୃଷକମାନଙ୍କ ପାଖକୁ ପଠାଇଲେ।
34 Ao tempo da colheita, enviou os seus servos aos lavradores, para receber os frutos que lhe tocavam.
35 କିନ୍ତୁ କୃଷକମାନେ ଚ଼ାକରମାନଙ୍କୁ ଧରି, ତାହାଙ୍କ ଭିତରୁ ଜଣକୁ ପିଟିଲେ. ସମାନେେ ଜଣକ ପରେ ଜଣେ ଚ଼ାକରକୁ ପଥର ରେ ମାରି ମାରି ମାରିପକାଇଲେ।
35 E os lavradores, agarrando os servos, espancaram a um, mataram a outro e a outro apedrejaram.
36 ତେଣୁ ଜମି ମାଲିକ ଆଉ କେତକେ ଚ଼ାକରଙ୍କୁ କୃଷକମାନଙ୍କ ପାଖକୁ ପଠାଇଲେ। ଏଥର ପ୍ରଥମଥର ଠାରୁ ଅଧିକ ଚ଼ାକର ଗଲେ। କିନ୍ତୁ କୃଷକମାନେ ପ୍ରଥମ ଚାକରମାନଙ୍କ ପ୍ରତି ଯାହା କରିଥିଲେ, ଏଥର ମଧ୍ଯ ସମାନଙ୍କେ ପ୍ରତି ତାହା କଲେ।
36 Enviou ainda outros servos em maior número; e trataram-nos da mesma sorte.
37 ତେଣୁ ମାଲିକ ନିଜର ପୁଅକୁ ପଠାଇବାକୁ ଠିକ୍ କଲେ। ସେ ଭାବଲେ, 'କୃଷକମାନେ ମାେ ପୁଅକୁ ସମ୍ମାନ ଦବେେ।'
37 E, por último, enviou-lhes o seu próprio filho, dizendo: A meu filho respeitarão.
38 କୃଷକମାନେ ପୁଅକୁ ଦେଖି ନିଜ ନିଜ ଭିତ ରେ କୁହା କୁହି ହେଲେ, 'ଏ ହେଉଛି ଜମିମାଲିକଙ୍କ ପୁଅ। ସେ ଏ ଜମିର ଉତ୍ତରାଧିକାରୀ। ଆମ୍ଭେ ଯଦି ତାକୁ ମାରିଦବୋ, ଏହି ସମ୍ପତ୍ତି ଆମ୍ଭର ହାଇଯେିବ।'
38 Mas os lavradores, vendo o filho, disseram entre si: Este é o herdeiro; ora, vamos, matemo-lo e apoderemo-nos da sua herança.
39 କୃଷକମାନେ ପୁଅକୁ ଧରି ନଇେ ଦ୍ରାକ୍ଷା ବଗିଚ଼ା ବାହାରକୁ ଫିଙ୍ଗି ମାରି ଦେଲେ।
39 E, agarrando-o, lançaram-no fora da vinha e o mataram.
40 ଅତଏବ, ଯେତବେେଳେ ନିଜେ ଜମିମାଲିକ ଆସିବେ, ସେତବେେଳେ ଏହି କୃଷକମାନଙ୍କୁ କ'ଣ କରିବେ?
40 Quando, pois, vier o senhor da vinha, que fará àqueles lavradores?
41 ପ୍ରଧାନ ଯାଜକ ଓ ପ୍ରାଚ଼ୀନ ନେତାମାନେ କହିଲେ, ସେ ନିଶ୍ଚୟ ସହେି ନିର୍ଦ୍ଦୟ ଲୋକଙ୍କୁ ହତ୍ଯା କରିବେ ଓ ତା'ପରେ ସେ ଦ୍ରାକ୍ଷା ବଗିଚ଼ାଟିକୁ ଅନ୍ୟ କୃଷକମାନଙ୍କୁ ଭାଗ ରେ ଦଇେ ଦବେେ, ଯେଉଁମାନେ ଅମଳ ସମୟରେ ତାର ଭାଗ ତାହାଙ୍କୁ ଦବେେ।
41 Responderam-lhe: Fará perecer horrivelmente a estes malvados e arrendará a vinha a outros lavradores que lhe remetam os frutos nos seus devidos tempos.
42 ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନେେ ଏକଥା କ'ଣ କବେେ ହେଲେ ଶାସ୍ତ୍ର ରେ ପଢ଼ି ନଥିଲ?:
42 Perguntou-lhes Jesus: Nunca lestes nas Escrituras:
43 ତେଣୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ ତୁମ୍ଭମାନଙ୍କଠାରୁ ପରମେଶ୍ବରଙ୍କ ରାଜ୍ଯ ଛଡ଼ାଇ ନିଆୟିବ। ପରମେଶ୍ବର ତାହାଙ୍କ ରାଜ୍ଯ ରେ ଯାହା ହବୋପାଇଁ ଚ଼ାହାଁନ୍ତି, ଯେଉଁ ଲୋକମାନେ ତାହା କରନ୍ତି, ସମାନଙ୍କେୁ ପରମେଶ୍ବର ତାହାଙ୍କ ରାଜ୍ଯ ଦବେେ।
43 Portanto, vos digo que o reino de Deus vos será tirado e será entregue a um povo que lhe produza os respectivos frutos.
44 ଯେଉଁ ଲୋକ ଏହି ପଥର ଉପରେ ଖସି ପଡ଼ିବ, ସେ ଖଣ୍ଡ ଖଣ୍ଡ ହାଇଯେିବ। ଏବଂ ପଥରଟି ଯଦି କାହା ଉପରେ ପଡ଼ିବ ତବେେ ପଥରଟି ତାକୁ ଚୁନା କରିଦବେ।
44 Todo o que cair sobre esta pedra ficará em pedaços; e aquele sobre quem ela cair ficará reduzido a pó.
45 ପ୍ରଧାନ ଯାଜକ ଓ ଫାରୂଶୀମାନେ ଯୀଶୁଙ୍କ କାହାଣୀଗୁଡ଼ିକ ଶୁଣିଲେ। ସମାନେେ ଜାଣି ପା ରେଲେ ଯେ, ଯୀଶୁ ଏକଥା ସହେିମାନଙ୍କ ବିଷୟ ରେ କହୁଛନ୍ତୁ।
45 Os principais sacerdotes e os fariseus, ouvindo estas parábolas, entenderam que era a respeito deles que Jesus falava;
46 ତେଣୁ ସମାନେେ ଯୀଶୁଙ୍କୁ ବନ୍ଦୀ କରିବାକୁ ଚେ଼ଷ୍ଟା କଲେ। ସମାନେେ କିନ୍ତୁ ଲୋକମାନଙ୍କୁ ଡ଼ରୁଥିଲେ। କାରଣ ଲୋକେ ଯୀଶୁଙ୍କୁ ଜଣେ ଭବିଷ୍ଯଦ୍ବକ୍ତା ବୋଲି ବିଶ୍ବାସ କରୁଥିଲେ।
46 e, conquanto buscassem prendê-lo, temeram as multidões, porque estas o consideravam como profeta.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Mateus 21, comparar traduções ou montar um estudo — tudo direto pelo WhatsApp.