Mateus 23
Oriya Bible (GL_ORIYA) vs ARA
1 ତା'ପରେ ଯୀଶୁ ଜନସମୂହ ଓ ତାହାଙ୍କ ଶିଷ୍ଯମାନଙ୍କୁ କହିଲେ,
1 Então, falou Jesus às multidões e aos seus discípulos:
2 ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ ମାଶାଙ୍କେ ବ୍ଯବସ୍ଥାର ବ୍ଯାଖ୍ଯା କରିବାର ଅଧିକାର ପାଇଛନ୍ତି।
2 Na cadeira de Moisés, se assentaram os escribas e os fariseus.
3 ତେଣୁ ସମାନେେ ଯାହାସବୁ କହୁଛନ୍ତି, ତାହା ତୁମ୍ଭେ ମାନିବା ଉଚ଼ିତ। ତୁମ୍ଭକୁ ସମାନେେ ଯାହାସବୁ କରିବାକୁ କହୁଛନ୍ତି, ତୁମ୍ଭେ ତାହା କରିବା ଉଚ଼ିତ। କିନ୍ତୁ ସମାନେେ ଯାହାସବୁ କରୁଛନ୍ତି, ତୁମ୍ଭେ ତାହା କରନାହିଁ। କାରଣ ସମାନେେ ଯାହାସବୁ କହନ୍ତି, ନିଜେ ତାକୁ କାର୍ୟ୍ଯ ରେ କବେେ କରନ୍ତି ନାହିଁ।
3 Fazei e guardai, pois, tudo quanto eles vos disserem, porém não os imiteis nas suas obras; porque dizem e não fazem.
4 ମାନିବା ପାଇଁ କଠିନ ହେଲେ ମଧ୍ଯ ସମାନେେ ଲୋକମାନଙ୍କ ପାଇଁ କଡ଼ାକଡ଼ି ନିୟମ ତିଆରି କରନ୍ତି। ସହେି ନିୟମଗୁଡ଼ିକ ମାନିବା ପାଇଁ ସମାନେେ ଲୋକଙ୍କୁ ବାଧ୍ଯ କରନ୍ତି। କିନ୍ତୁ ସମାନେେ ନିଜେ କବେେ ହେଲେ ସହେି ନିୟମମାନଙ୍କ ମଧ୍ଯରୁ ଗୋଟିଏ ହେଲେ ଅନୁସରଣ କରିବାକୁ ଚେ଼ଷ୍ଟା କରନ୍ତି ନାହିଁ।
4 Atam fardos pesados [e difíceis de carregar] e os põem sobre os ombros dos homens; entretanto, eles mesmos nem com o dedo querem movê-los.
5 କବେଳେ ଅନ୍ୟ ଲୋକଙ୍କୁ ଦେଖଇେ ହବୋ ପାଇଁ ଯାହା କିଛି ଭଲ କାମ, ତାହା ସମାନେେ କରନ୍ତି। ନିଜକୁ ଧାର୍ମିକ ଦେଖଇେ ହବୋ ପାଇଁ ପ୍ରକୃତ ରେ ସମାନେେ ବଡ଼ବଡ଼ କବଚ଼ ପିନ୍ଧିଥାନ୍ତି ଓ ନିଜର ସ୍ବତନ୍ତ୍ର ପ୍ରାର୍ଥନା ପୋଷାକକୁ ବହୁତ ଲମ୍ବା କରିଥାନ୍ତି।
5 Praticam, porém, todas as suas obras com o fim de serem vistos dos homens; pois alargam os seus filactérios e alongam as suas franjas.
6 ଭୋଜିମାନଙ୍କ ରେ ମହତ୍ତ୍ବପୂର୍ଣ୍ଣ ଆସନମାନ ଓ ଧର୍ମସଭାମାନଙ୍କ ରେ ମହତ୍ତ୍ବପୂର୍ଣ୍ଣ ଆସନ ମାନ ପାଇବାକୁ ସମାନେେ ଭଲ ପାଆନ୍ତି।
6 Amam o primeiro lugar nos banquetes e as primeiras cadeiras nas sinagogas,
7 ସମାନେେ ବଜାର ସ୍ଥାନମାନଙ୍କ ରେ ଲୋକମାନଙ୍କର ନମସ୍କାର ପ୍ରତିଦାନ କରିବାକୁ ଭଲ ପାଆନ୍ତି। ସମାନେେ ଚ଼ାହାଁନ୍ତି ଯେ ଲୋକେ ତାହାଙ୍କୁ 'ରାବ୍ବୀ' ବୋଲି ଡ଼ାକନ୍ତୁ।
7 as saudações nas praças e o serem chamados mestres pelos homens.
8 କିନ୍ତୁ ତୁମ୍ଭ ଭିତରୁ କହେି ନିଜକୁ ରାବ୍ବୀ ବୋଲଇବେ ନାହିଁ। ତୁମ୍ଭେ ସମସ୍ତେ ଭାଇଭଉଣୀ। ତୁମ୍ଭ ସମସ୍ତଙ୍କର ଜଣେ ମାତ୍ର ଗୁରୁ ଅଛନ୍ତି।
8 Vós, porém, não sereis chamados mestres, porque um só é vosso Mestre, e vós todos sois irmãos.
9 ଏ ସଂସାର ରେ କାହାରିକୁ 'ପରମପିତା' ବୋଲି ସମ୍ ବୋଧନ କରନାହିଁ। ତୁମ୍ଭର ଜଣେ ମାତ୍ର ପରମପିତା ଯେ କି ସ୍ବର୍ଗ ରେ ରହୁଛନ୍ତି।
9 A ninguém sobre a terra chameis vosso pai; porque só um é vosso Pai, aquele que está nos céus.
10 ତୁମ୍ଭେ ନିଜକୁ ମାଲିକ ବୋଲାଇବ ନାହିଁ। କାରଣ ତୁମ୍ଭର କବଳେ ଜଣେ ମାତ୍ର ମାଲିକ। ସେ ହେଉଛନ୍ତି ଯୀଶୁ।
10 Nem sereis chamados guias, porque um só é vosso Guia, o Cristo.
11 ଯେଉଁ ଲୋକ ଚ଼ାକର ଭଳ ତୁମ୍ଭର ସବୋ କରିବ, ସେ ଲୋକ ତୁମ୍ଭମାନଙ୍କ ମଧିଅରେ ସବୁଠାରୁ ବଡ଼ ହବେ।
11 Mas o maior dentre vós será vosso servo.
12 ଯେଉଁ ଲୋକ ନିଜକୁ ଅନ୍ୟ ଲୋକଙ୍କ ଅପେକ୍ଷା ଉଚ୍ଚ କରିବ, ତାକୁ ନତ କରାୟିବ। ଯେଉଁ ଲୋକ ନିଜକୁ ନତ କରିବ, ତାକୁ ମହାନ କରାୟିବ।
12 Quem a si mesmo se exaltar será humilhado; e quem a si mesmo se humilhar será exaltado.
13 ରେ କପଟୀ ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ? ତୁମ୍ଭକୁ ଧିକ୍! ତୁମ୍ଭମାନେେ ଲୋକମାନଙ୍କ ପାଇଁ ସ୍ବର୍ଗରାଜ୍ଯର ଦ୍ବାର ବନ୍ଦ କରି ଦେଉଛ।
13 Ai de vós, escribas e fariseus, hipócritas, porque fechais o reino dos céus diante dos homens; pois vós não entrais, nem deixais entrar os que estão entrando!
14 ତୁମ୍ଭମାନେେ ନିଜେ ତ ପ୍ରବେଶକରି ପାରୁନାହଁ, ତା' ଛଡ଼ା ଯେଉଁ ଲୋକମାନେ ପ୍ରବେଶ କରିବାକୁ ଚେ଼ଷ୍ଟା କରୁଛନ୍ତି, ସମାନଙ୍କେୁ ମଧ୍ଯ ତୁମ୍ଭମାନେେ ଅଟକଇେ ଦେଉଥି।
14 [Ai de vós, escribas e fariseus, hipócritas, porque devorais as casas das viúvas e, para o justificar, fazeis longas orações; por isso, sofrereis juízo muito mais severo!]
15 ରେ କପଟୀ ଧର୍ମଶାସ୍ତ୍ରୀ ଓ ଫାରୂଶୀମାନେ! ହାୟ! ତୁମ୍ଭର ମାର୍ଗ ଅନୁସରଣ କରିବା ପାଇଁ ଲୋକ ଖାଜେି ପାଇବା ପାଇଁ ତୁମ୍ଭେ ବିଭିନ୍ନ ଦେଶ ଓ ସମୁଦ୍ର ପାରି ହାଇେ ଚ଼ାଲିଯାଉଛ। ଯେତବେେଳେ ସଭେଳି ଲୋକଟିଏ ପାଇ ଯାଉଛ ସେତବେେଳେ ତାକୁ ତୁମ୍ଭେ ତୁମ୍ଭଠାରୁ ଅଧିକ ଖରାପ କରିପକାଉଛ। ତୁମ୍ଭେ ସବୁ ଏତେ ଖରାପ ଯେ ତୁମ୍ଭେ କବଳେ ନର୍କର ଅଧିକାରୀ ହବେ।
15 Ai de vós, escribas e fariseus, hipócritas, porque rodeais o mar e a terra para fazer um prosélito; e, uma vez feito, o tornais filho do inferno duas vezes mais do que vós!
16 ରେ ଅନ୍ଧ ମାର୍ଗଦର୍ଶକଗଣ! ତୁମ୍ଭକୁ ଧିକ୍! ତୁମ୍ଭେ କହିଥାଅ, ଯଦି କହେି ଲୋକ ଉପାସନା ମନ୍ଦିର ନାମ ରେ ରାଣ ପକାଇ ଶପଥ କରିଥାଏ ତବେେ ତାକୁ ସହେି ଶପଥ ରଖିବା ଦରକାର ନାହିଁ। କିନ୍ତୁ ଯେଉଁ ଲୋକ ଉପାସନା ମନ୍ଦିରର ସୁନା ନାମ ରେ ରାଣ ପକାଇ ଶପଥ କରେ, ତବେେ ସେ ନିଶ୍ଚୟ ସହେି ଶପଥ ରକ୍ଷା କରିବ।
16 Ai de vós, guias cegos, que dizeis: Quem jurar pelo santuário, isso é nada; mas, se alguém jurar pelo ouro do santuário, fica obrigado pelo que jurou!
17 ତୁମ୍ଭମାନେେ ଅନ୍ଧ ଓ ମୂର୍ଖ। ଅଧିକ ବଡ଼ କିଏ? ସୁନା ନା ମନ୍ଦିର? ମନ୍ଦିର ସହେି ସୁନାକୁ ପବିତ୍ର କରିଥାଏ। ତେଣୁ ମନ୍ଦିର ଅଧିକ ବଡ଼।
17 Insensatos e cegos! Pois qual é maior: o ouro ou o santuário que santifica o ouro?
18 ତୁମ୍ଭମାନେେ କହିଥାଅ, 'ଯଦି କହେି ବଦେୀନାମ ରେ ଶପଥ ନିଏ, ତବେେ ତାର କୌଣସି ଅର୍ଥ ନାହିଁ। କିନ୍ତୁ ଯଦି ଜଣେ ବଦେୀ ଉପରେ ରଖାଯାଇଥିବା ଉପହାର ନାମ ରେ ଶପଥ ନିଏ, ତବେେ ତାକୁ ନିଶ୍ଚିତ ଭାବରେ ରକ୍ଷା କରିବାକୁ ପଡ଼ିବ।
18 E dizeis: Quem jurar pelo altar, isso é nada; quem, porém, jurar pela oferta que está sobre o altar fica obrigado pelo que jurou.
19 ତୁମ୍ଭମାନେେ ଅନ୍ଧ। ତୁମ୍ଭେ କିଛି ବୁଝିନାହଁ। ବଡ଼ କିଏ? ବଦେୀ ନା ଉପହାର? ବଦେୀ ଉପହାରକୁ ପବିତ୍ର କରିଥାଏ। ତେଣୁ ବଦେୀ ବଡ଼।
19 Cegos! Pois qual é maior: a oferta ou o altar que santifica a oferta?
20 ଏଣୁ ଯଦି କହେି ବଦେୀ ନାମ ରେ ଶପଥ କରେ, ତବେେ ସେ ବଦେୀ ସହିତ ବଦେୀ ଉପରେ ଯାହା ରଖା ଯାଇଥାଏ, ସେ ସମସ୍ତଙ୍କ ନାମ ରେ ଶପଥ କରିଥାଏ।
20 Portanto, quem jurar pelo altar jura por ele e por tudo o que sobre ele está.
21 ଯେଉଁ ଲୋକ ମନ୍ଦିର ନାମ ରେ ଶପଥ କରେ, ସେ ମନ୍ଦିର ଭିତ ରେ ଜଣେ ୟିଏ ଅଛନ୍ତି, ତାହାଙ୍କ ନ୍ମ ରେ ଶପଥ ନଇେଥାଏ।
21 Quem jurar pelo santuário jura por ele e por aquele que nele habita;
22 ଏବଂ ଯେଉଁ ଲୋକ ସ୍ବର୍ଗ ନାମ ରେ ଶପଥ ନଇେଥାଏ, ସେ ପରମେଶ୍ବରଙ୍କ ସିଂହାସନ ସହିତ ସହେି ସିଂହାସନ ଉପରେ ୟିଏ ବିରାଜମାନ, ତାହାଙ୍କ ନାମ ରେ ମଧ୍ଯ ଶପଥ ନଇେଥାଏ।
22 e quem jurar pelo céu jura pelo trono de Deus e por aquele que no trono está sentado.
23 ରେ କପଟୀ ଯିହୂଦୀ ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ! ତୁମ୍ଭକୁ ଧିକ୍! ତୁମ୍ଭ ପାଖ ରେ ଯାହା ଅଛି, ତାର ଦଶ ଭାଗରୁ ଏକ ଭାଗ, ଏପରିକି ନିଜର ପୋଦିନା, ପାନମଧୁରୀ ଓ ଜୀରାର ମଧ୍ଯ ଦଶ ଭାବରୁ ଏକ ଭାଗ ତୁମ୍ଭେ ପରମେଶ୍ବରଙ୍କୁ ଦେଉଛ, କିନ୍ତୁ ତୁମ୍ଭମାନେେ ନିୟମର ଅଧିକ ନ୍ଯାୟ, ଦୟା ଓ ବିଶ୍ବାସ ଭଳି ମହତ୍ତ୍ବପୂର୍ଣ୍ଣ ଉପଦେଶ ଗୁଡ଼ିକୁ ପାଳନ କରୁନାହଁ। ମାତ୍ର ଏଗୁଡ଼ିକ ତୁମ୍ଭର ପାଳନ କରିବା ଉଚ଼ିତ। ଅନ୍ୟ ଉପଦେଶଗୁଡ଼ିକୁ ମଧ୍ଯ ନିୟମିତ ରୂପରେ ତୁମ୍ଭର ପାଳନ କରିବା ଉଚ଼ିତ।
23 Ai de vós, escribas e fariseus, hipócritas, porque dais o dízimo da hortelã, do endro e do cominho e tendes negligenciado os preceitos mais importantes da Lei: a justiça, a misericórdia e a fé; devíeis, porém, fazer estas coisas, sem omitir aquelas!
24 ତୁମ୍ଭମାନେେ ଲୋକଙ୍କୁ ମାର୍ଗ ବତାଉଛ। କିନ୍ତୁ ତୁମ୍ଭମାନେେ ନିଜେ ଅନ୍ଧ। ତୁମ୍ଭମାନେେ ଏହି ପ୍ରକାରର ଅଟ। ତୁମ୍ଭମାନଙ୍କ ପାନୀୟ ଭିତରୁ ମାଛିକୁ ଛାଣ ଓ ଓଟକୁ ଗିଳି ପକାଅ।
24 Guias cegos, que coais o mosquito e engolis o camelo!
25 ରେ କପଟୀ ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ! ତୁମ୍ଭମାନେେ ଧିକ! ତୁମ୍ଭମାନେେ ତୁମ୍ଭର ଥାଳିଗିନାର ବାହାର ପଟ ଭଲ ଭାବରେ ଧୋଉଛ। କିନ୍ତୁ ତୁମ୍ଭମାନଙ୍କର ଅନ୍ତର ଅନ୍ୟକୁ ଠକି ନିଜକୁ ତୋଷିବା ପଦାର୍ଥ ରେ ପୂର୍ଣ୍ଣ କରୁଛ।
25 Ai de vós, escribas e fariseus, hipócritas, porque limpais o exterior do copo e do prato, mas estes, por dentro, estão cheios de rapina e intemperança!
26 ରେ ଅନ୍ଧ ଫାରୂଶୀମାନେ! ପ୍ରଥମେ ଗିନାର ଭିତର ପଟ ମାଜି ସଫା କର। କିନ୍ତୁ ବାସ୍ତବ ରେ ଗିନାର ଭିତର ପଟ ସଫା ରହିଲେ ବାହାର ପଟ ମଧ୍ଯ ସଫା ହାଇେ ପାରିବ।
26 Fariseu cego, limpa primeiro o interior do copo, para que também o seu exterior fique limpo!
27 ରେ କପଟୀ ଧର୍ମଶାସ୍ତ୍ରୀମାନେ! ରେ ଫାରୂଶୀମାନେ? ତୁମ୍ଭକୁ ଧିକ୍! ତୁମ୍ଭେ ସବୁ ଧଳା ରଙ୍ଗ ବୋଳା ହାଇେଥିବା ସମାଧି ଭଳି। ଏହି ସମାଧିମାନଙ୍କର ବାହାର ପଟ ସୁନ୍ଦର ଦଖାଯାେଏ। କିନ୍ତୁ ସମାଧି ଭତର ମାଲା ଲୋକର କବଳେ କଙ୍କାଳ ଥାଏ। ସବୁ ପ୍ରକାର ଅପରିଷ୍କାର ଜିନିଷ ତା ଭିତ ରେ ଥାଏ।
27 Ai de vós, escribas e fariseus, hipócritas, porque sois semelhantes aos sepulcros caiados, que, por fora, se mostram belos, mas interiormente estão cheios de ossos de mortos e de toda imundícia!
28 ଠିକ୍ ସହେିଭଳି ତୁମ୍ଭେ ବାହାରୁ ତ ଅନ୍ୟମାନଙ୍କୁ ସୁନ୍ଦର ଦଖାେ ଯାଉଛ, କିନ୍ତୁ ଭିତ ରେ ତୁମ୍ଭେ ଛନ୍ଦ କପଟ ଓ ଖରାପ ଗୁଣ ରେ ପରିପୂର୍ଣ୍ଣ।
28 Assim também vós exteriormente pareceis justos aos homens, mas, por dentro, estais cheios de hipocrisia e de iniquidade.
29 ରେ କପଟୀ ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ! ତୁମ୍ଭେ ଭବିଷ୍ଯଦ୍ବକ୍ତାମାନଙ୍କ ପାଇଁ ସମାଧି ତିଆରି କରୁଛ। ଯେଉଁ ଲୋକମାନେ ଭଲ ଜୀବନ କଟାଇଥିଲେ, ତୁମ୍ଭମାନେେ ତାହାଙ୍କ ସମାଧି ସୁଶାେଭିତ କରୁଛ।
29 Ai de vós, escribas e fariseus, hipócritas, porque edificais os sepulcros dos profetas, adornais os túmulos dos justos
30 ଏବଂ ତୁମ୍ଭମାନେେ କହୁଛ ଯେ 'ଆମ୍ଭେ ଯଦି ଆମ୍ଭ ପୂର୍ବପୁରୁଷଙ୍କ ସମକାଳୀନ ହାଇେଥାଆନ୍ତୁ, ତବେେ ଏହି ଭବିଷ୍ଯଦ୍ବକ୍ତାମାନଙ୍କୁ ମାରି ଦବୋ ପାଇଁ ଆମ୍ଭେ କବେେ ହେଲେ ସାହାୟ୍ଯ କରି ନଥାନ୍ତୁ।'
30 e dizeis: Se tivéssemos vivido nos dias de nossos pais, não teríamos sido seus cúmplices no sangue dos profetas!
31 ତୁମ୍ଭେ ପ୍ରଣିତ କରି ଦେଉଛ ଯେ ତୁମ୍ଭମାନେେ ସହେି ଲୋକମାନଙ୍କର ବଂଶଧର ଯେଉଁମାନେ ଭବିଷ୍ଯଦ୍ବକ୍ତାମାନଙ୍କୁ ହତ୍ଯା କଲେ।
31 Assim, contra vós mesmos, testificais que sois filhos dos que mataram os profetas.
32 ତୁମ୍ଭର ପୂର୍ବପୁରୁଷ ଯେଉଁ ପାପ ଆରମ୍ଭ କରି ଦଇେଥିଲେ, ତୁମ୍ଭେ ତାହାକୁ ଶଷେ କରିବ।
32 Enchei vós, pois, a medida de vossos pais.
33 ତୁମ୍ଭମାନେେ ସର୍ପ ଭଳି। ତୁମ୍ଭେ ବିଷଧର ସର୍ପ କୁଳ ରେ ଜନ୍ମ ହାଇେଛ। ତୁମ୍ଭେ ପରମେଶ୍ବରଙ୍କଠାରୁ ରକ୍ଷା ପାଇବ ନାହିଁ। ତୁମ୍ଭ ସମସ୍ତଙ୍କୁ ଦୋଷୀ ବୋଲି ବିଚ଼ାର କରାୟିବ ଓ ତୁମ୍ଭମାନେେ ନର୍କକୁ ୟିବ।
33 Serpentes, raça de víboras! Como escapareis da condenação do inferno?
34 ତେଣୁ ମୁଁ ତୁମ୍ଭକୁ ଏହା କରୁଛି: ମୁଁ ତୁମ୍ଭକୁ ଭବିଷ୍ଯଦ୍ବକ୍ତାମାନଙ୍କ ଜ୍ଞାନୀଲୋକ ଓ ଗୁରୁମାନଙ୍କ ପାଖକୁ ପଠାଉଛି। ତୁମ୍ଭେ ସମାନଙ୍କେ ମଧ୍ଯରୁ କେତକଙ୍କେୁ ମାରିବ, କୃଶ ରେ ଚ଼ଢ଼ାଇ ତୁମ୍ଭେ କେତକଙ୍କେୁ ହତ୍ଯା କରିବ। ତୁମ୍ଭର ସମାଜ ଗୃହ ରେ ତୁମ୍ଭେ କେତକଙ୍କେୁ ହତ୍ଯା କରିବ। ତୁମ୍ଭର ସମାଜଗୃହ ରେ ତୁମ୍ଭେ କେତକଙ୍କେୁ କୋରଡ଼ା ମାରିବ। ସହରରୁ ସହର ତୁମ୍ଭମାନେେ ସମାନଙ୍କେର ପେଛ ପେଛ ଯାଇ କେତକଙ୍କେୁ ତାଡ଼ନା କରିବ।
34 Por isso, eis que eu vos envio profetas, sábios e escribas. A uns matareis e crucificareis; a outros açoitareis nas vossas sinagogas e perseguireis de cidade em cidade;
35 ତେଣୁ ଧାର୍ମିକ ଲୋକ ହବେଲଙ୍କଠାରୁ ଆରମ୍ଭ କରି ବରେିଖିୟଙ୍କ ପୁତ୍ର ୟିଖରିୟଙ୍କ ପର୍ୟ୍ଯନ୍ତ ଏ ପୃଥିବୀ ରେ ଯେତେ ଭଲ ଲୋକଙ୍କୁ ମାରି ଦିଆ ଯାଇଛି, ସେଥିପାଇଁ ତୁମ୍ଭମାନେେ ଦୋଷୀ ସାବ୍ଯସ୍ତ ହବେ। ବରେିଖିୟଙ୍କ ପୁତ୍ରୟିଖରିୟଙ୍କୁ ମନ୍ଦିର ଓ ବଦେୀ ମଧ୍ଯ ସ୍ଥଳ ରେ ତୁମ୍ଭମାନେେ ହତ୍ଯା କରିଥିଲ।
35 para que sobre vós recaia todo o sangue justo derramado sobre a terra, desde o sangue do justo Abel até ao sangue de Zacarias, filho de Baraquias, a quem matastes entre o santuário e o altar.
36 ମୁଁ ତୁମ୍ଭମାନଙ୍କୁ ସତ୍ଯ କହୁଛି ଯେ, ବର୍ତ୍ତମାନ ତୁମ୍ଭ ସହ ଜୀବିତ ଥିବା ଲୋକମାନଙ୍କ ପାଇଁ ଏହି ସମସ୍ତ କଥା ଘଟିବ।
36 Em verdade vos digo que todas estas coisas hão de vir sobre a presente geração.
37 ୟିରୁଶାଲମ! ରେ ୟିରୁଶାଲମ! ତୁ ଭବିଷ୍ଯଦ୍ବକ୍ତାମାନଙ୍କୁ ହତ୍ଯା କରିଛୁ। ପରମେଶ୍ବର ଯେଉଁମାନଙ୍କୁ ତୋ ପାଖକୁ ପଠାଇଥିଲେ, ତୁ ସମାନଙ୍କେୁ ପଥର ଫୋପାଡ଼ି ହତ୍ଯା କରିଛୁ। ତୋର ଲୋକମାନଙ୍କୁ ମୁଁ ବହୁତ ଥର ସାହାୟ୍ଯ କରିବାକୁ ଇଚ୍ଛା କରିଥିଲା। ଯଭେଳି ଗୋଟିଏ କୁକୁଡ଼ା ନିଜ ଛୁଆମାନଙ୍କୁ ନିଜ ପକ୍ଷତଳେ ଏକାଠି କରେ, ସହେିପରି ତୋର ସମସ୍ତ ସନ୍ତାନମାନଙ୍କୁ ଏକାଠି କରିବା ପାଇଁ ମୁଁ ଅନକେ ଥର ଚ଼ାହିଁଥିଲି। କିନ୍ତୁ ତୁ ମାେତେ ତାହା କରଇେ ଦଲେୁନାହିଁ।
37 Jerusalém, Jerusalém, que matas os profetas e apedrejas os que te foram enviados! Quantas vezes quis eu reunir os teus filhos, como a galinha ajunta os seus pintinhos debaixo das asas, e vós não o quisestes!
38 ପର୍ତ୍ତମାନ ତୋର ଘର ପୁରାପୁରି ଉଜୁଡ଼ି ୟିବ।
38 Eis que a vossa casa vos ficará deserta.
39 ମୁଁ ତୁମ୍ଭମାନଙ୍କୁ ସତ୍ଯ କହୁଛି ଯେ, ଯେଉଁ ପର୍ୟ୍ଯନ୍ତ ତୁମ୍ଭମାନେେ ମାେତେ ନ କହିଛ: 'ୟିଏ ପ୍ରଭୁଙ୍କ ନାମ ରେ ଆସୁଛନ୍ତି, ସେ ଧନ୍ଯ, ସେ ପର୍ୟ୍ଯନ୍ତ ତୁମ୍ଭମାନେେ ମାେତେ ଆଉ ଦେଖି ପାରିବ ନାହିଁ। '
39 Declaro-vos, pois, que, desde agora, já não me vereis, até que venhais a dizer:
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Mateus 23, comparar traduções ou montar um estudo — tudo direto pelo WhatsApp.