Mateus 25

Oriya Bible (GL_ORIYA) vs ACF

Sair da comparação
ACF Almeida Corrigida Fiel
1 ସେ ସମୟରେ ସ୍ବର୍ଗରାଜ୍ଯ, ବର ଖାଜେିବାକୁ ବାହାରିଥିବା ଦଶଜଣ କୁମାରୀ ଝିଅଙ୍କ ଭଳି ହବେ। ଏହି ଝିଅମାନେ ବର ସହିତ ସକ୍ଷାତ କରିବାକୁ ବାହାରିଥିଲେ। ସମାନେେ ତାହାଙ୍କ ସହିତ ଦୀପ ଆଣି ଥିଲେ,
1 Então o reino dos céus será semelhante a dez virgens que, tomando as suas lâmpadas, saíram ao encontro do esposo.
2 ତାହାଙ୍କ ଭିତରୁ ପାଞ୍ଚ ଜଣ ବୋକୀ ଥିଲେ। ଆର ପାଞ୍ଚ ଜଣ ଚ଼ତୁର ଥିଲେ।
2 E cinco delas eram prudentes, e cinco loucas.
3 ବୋକୀ ଝିଅ ପାଞ୍ଚଜଣ ସମାନଙ୍କେ ସାଥିଲେ ଦୀପ ସିନା ନଇେଥିଲେ, କିନ୍ତୁ ଦୀପ ଜାଳିବାପାଇଁ ବେଶୀ ତଲେ ଆଣି ନଥିଲେ।
3 As loucas, tomando as suas lâmpadas, não levaram azeite consigo.
4 ଚ଼ତୁର ଝିଅ ପାଞ୍ଚଜଣ ଦୀପ ତ ନଇେଥିଲେ, ତା'ଛଡ଼ା କାଚ଼ ପାତ୍ର ରେ ଅଧିକ ତଲେ ନଇେଥିଲେ।
4 Mas as prudentes levaram azeite em suas vasilhas, com as suas lâmpadas.
5 ବରର ଆସିବା ଡ଼ରେି ହାଇଗେଲା। ସବୁ ଝିଅଯାକ କ୍ଲାନ୍ତ ହାଇେ ଶଷେ ରେ ଶୋଇ ପଡ଼ିଲେ।
5 E, tardando o esposo, tosquenejaram todas, e adormeceram.
6 ଅଧ ରାତି ରେ ଜଣେ କହେି ଘାଷେଣା କଲା, ବର ଆସୁଛନ୍ତି। ବାହାରକୁ ଯାଅ ଓ ତାହାଙ୍କୁ ସାକ୍ଷାତ କର।
6 Mas à meia-noite ouviu-se um clamor: Aí vem o esposo, saí-lhe ao encontro.
7 ଏକଥା ଶୁଣି ସବୁ ଝିଅଯାକ ଉଠି ପଡ଼ିଲେ ନିଜ ନିଜ ଦୀପ ସଜାଡ଼ିବାକୁ ଲାଗିଲେ।
7 Então todas aquelas virgens se levantaram, e prepararam as suas lâmpadas.
8 ବୋକୀ ଝିଅମାନେ ଚ଼ତୁର ଝିଅମାନଙ୍କୁ କହିଲେ, 'ତୁମ୍ଭ ତଲରେୁ ଆମ୍ଭକୁ ଟିକିଏ ଦିଅ, ଆମ୍ଭ ଦୀପରୁ ତଲେ ପ୍ରାୟ ସରି ଯାଇଛି।'
8 E as loucas disseram às prudentes: Dai-nos do vosso azeite, porque as nossas lâmpadas se apagam.
9 ଚ଼ତୁର ଝିଅମାନେ କହିଲେ, 'ନା, ନା, ଆମ୍ଭ ତଲେ ଆମ୍ଭ ସମସ୍ତଙ୍କ ପାଇଁ ୟଥେଷ୍ଟ ହବେ ନାହିଁ। ବରଂ ତୁମ୍ଭମାନେେ ଦୋକାନକୁ ଯାଇ ନିଜ ପାଇଁ କିଛି ତଲେ କିଣିଆଣ।'
9 Mas as prudentes responderam, dizendo: Não seja caso que nos falte a nós e a vós, ide antes aos que o vendem, e comprai-o para vós.
10 ତେଣୁ ପାଞ୍ଚଜଣ ଯାକ ବୋକୀ ଝୀଅ ତଲେ କିଣିବାକୁ ଚ଼ାଲିଗଲେ। ସମାନେେ ଚ଼ାଲିଗଲାପରେ ବର ଆସିଲେ। ଯେଉଁ ଚ଼ତୁର ଝିଅଯାକ ପ୍ରସ୍ତୁତ ଥିଲେ, ସମାନେେ ବର ସହିତ ବିବାହ ଭୋଜିକୁ ଗଲେ। ତା'ପରେ କବାଟରେ ତାଲା ପଡ଼ିଗଲା।
10 E, tendo elas ido comprá-lo, chegou o esposo, e as que estavam preparadas entraram com ele para as bodas, e fechou-se a porta.
11 ସହେି ସମୟରେ ବାକିତକ ଝିଅ ପହନ୍ଚିଲେ। ସମାନେକହେିଲେ, 'ଆଜ୍ଞା! ଆଜ୍ଞା! କବାଟ ଖୋଲନ୍ତୁ। ଯେପରି ଆମ୍ଭେ ଭିତରକୁ ଆସି ପାରିବୁ,'
11 E depois chegaram também as outras virgens, dizendo: Senhor, Senhor, abre-nos.
12 କିନ୍ତୁ ବର ଉତ୍ତର ଦେଲେ, 'ମୁଁ ତୁମ୍ଭକୁ ସତ୍ଯ କହୁଛି, ମୁଁ ତୁମ୍ଭକୁ ଚିହ୍ନିନାହିଁ।'
12 E ele, respondendo, disse: Em verdade vos digo que vos não conheço.
13 ତେଣୁ ସଦା ବେଳେ ଜାଗ୍ରତ ରୁହ, କାରଣ ମନଷ୍ଯପୁତ୍ର କେଉଁଦିନ ଓ କେଉଁ ସମୟରେ ଆସିବେ, ତାହା ତୁମ୍ଭେ ଜାଣିନାହଁ।
13 Vigiai, pois, porque não sabeis o dia nem a hora em que o Filho do homem há de vir.
14 ସ୍ବର୍ଗରାଜ୍ଯ ଘର ଛାଡ଼ି ବିଦେଶକୁ ବୁଲିବାକୁ ଯାଉଥିବା ଲୋକଟିଏ ଭଳି। ସହେି ଲୋକ ୟିବା ପୂର୍ବରୁ ତା'ର ଚ଼ାକରମାନଙ୍କୁ ଡ଼ାକି ତାର ଅନୁପସ୍ଥିତି ରେ ସମସ୍ତ ସମ୍ପତ୍ତିର ଯତ୍ନ ନବୋକୁ କହିଲେ।
14 Porque isto é também como um homem que, partindo para fora da terra, chamou os seus servos, e entregou-lhes os seus bens.
15 କେଉଁ ଚ଼ାକର କେତେ ଦାଯିତ୍ବ ନଇେ ପାରିବ, ସେ କଥା ସେ ସ୍ଥିର କଲେ। ସେ ଜଣଙ୍କୁ ପାଞ୍ଚ ତୋଡ଼ା ରୂପା ଟଙ୍କା ଦେଲେ। ଆଉ ଜଣଙ୍କୁ ଦୁଇ ତୋଡ଼ା, ଓ ତୃତୀୟ ଙ୍କୁ ଗୋଟିଏ ତୋଡ଼ା ରୂପା ଟଙ୍କା ଦେଲେ। ଚ଼ାକରମାନଙ୍କର ସାମର୍ଥ୍ଯ ଅନୁସାରେ ସମାନଙ୍କେୁ କାମ ବାଣ୍ଟିଦଇେ ସେ ବୁଲିବାକୁ ଚାଲିଗଲେ।
15 E a um deu cinco talentos, e a outro dois, e a outro um, a cada um segundo a sua capacidade, e ausentou-se logo para longe.
16 ଯେଉଁ ଚ଼ାକରଟି ପାଞ୍ଚ ତୋଡ଼ା ରୂପା ଟଙ୍କା ନଇେଥିଲା, ସେ ତୁରନ୍ତ ସେ ଟଙ୍କାକୁ ବ୍ଯବସାୟ ରେ ଲଗାଇ ଦଲୋ। ସେ ଆଉ ପାଞ୍ଚ ତୋଡ଼ା ରୂପା ଟଙ୍କା ଲାଭକଲା।
16 E, tendo ele partido, o que recebera cinco talentos negociou com eles, e granjeou outros cinco talentos.
17 ସହେିଭଳି ଯେଉଁ ଚ଼ାକରଟି ଦୁଇ ତୋଡ଼ା ରୂପା ଟଙ୍କା ପାଇଥିଲା, ସେ ମଧ୍ଯ ଟଙ୍କାକୁ ବ୍ଯବସାୟ ରେ ଲଗାଇ ଆଉ ଦୁଇ ତୋଡ଼ା ରୂପା ଟଙ୍କା ଲାଭ କଲା।
17 Da mesma sorte, o que recebera dois, granjeou também outros dois.
18 କିନ୍ତୁ ଯେଉଁ ଲୋକଟି କବଳେ ଗୋଟିଏ ମାତ୍ର ତୋଡ଼ା ରୂପା ଟଙ୍କା ପାଇଥିଲା, ସେ ଯାଇ ତା' ମାଲିକର ଧନକୁ ନଇେ ମାଟି ରେ ଗୋଟିଏ ଗାତ ଖାେଳି ସେଥିଲେ ଲୁଚାଇ ରଖିଲା।
18 Mas o que recebera um, foi e cavou na terra e escondeu o dinheiro do seu senhor.
19 ବହୁତ ଦିନ ପରେ ମାଲିକ ଘରକୁ ଫରେି ଆସିଲେ। ସେ ଚ଼ାକରମାନଙ୍କୁ ଡାକିଲେ, ଓ ତାହାଙ୍କ ଟଙ୍କା ରେ କ'ଣ କଲେ, ତାହା ସମାନଙ୍କେୁ ପଚାରିଲେ।
19 E muito tempo depois veio o senhor daqueles servos, e fez contas com eles.
20 ଯେଉଁ ଚାକରଟି ପାଞ୍ଚ ତୋଡା ରୂପା ଟଙ୍କା ପାଇଥିଲା, ସେ ମାଲିକ ପାଖକୁ ଆଉ ଅଧିକ ପାଞ୍ଚ ତୋଡ଼ା ଆଣି ଦଲୋ, ଚ଼ାକରଟି କହି 'ଆପଣ ମାେତେ ପାଞ୍ଚ ତୋଡ଼ା ରୂପା ଟଙ୍କା ଦଇେଥିଲେ। ମୁଁ ତା' ଦ୍ବାରା ଆଉ ପାଞ୍ଚ ତୋଡ଼ା ରୂପା ଟଙ୍କା ରୋଜଗାର କରିଛ।'
20 Então aproximou-se o que recebera cinco talentos, e trouxe-lhe outros cinco talentos, dizendo: Senhor, entregaste-me cinco talentos; eis aqui outros cinco talentos que granjeei com eles.
21 ମାଲିକ କହିଲେ, 'ସାବାସ୍, ତୁମ୍ଭେ ବହୁତ ଭଲ, ଓ ବିଶ୍ବସ ଯୋଗ୍ଯ ଲୋକ। ତୁମ୍ଭେ ଅଳ୍ପ ଟଙ୍କା ରେ ଭଲ କାମ କରିଛ। ତେଣୁ ମୁଁ ତୁମ୍ଭକୁ ବଡ଼ ବିଷୟର ଦାଯିତ୍ବ ଦବେି। ଆସ, ମାେ ସହିତ ମାେ ଖୁସି ରେ ଭାଗୀ ହୁଅ।'
21 E o seu senhor lhe disse: Bem está, servo bom e fiel. Sobre o pouco foste fiel, sobre muito te colocarei; entra no gozo do teu senhor.
22 ତା'ପରେ ଦୁଇ ତୋଡ଼ା ରୂପା ଟଙ୍କା ପାଇଥିବା ଚାକରଟି ମାଲିକ ପାଖକୁ ଆସିଲା। ଚ଼ାକରଟି କହିଲା, 'ଆପଣ ମାେତେ ଦୁଇ ତୋଡ଼ା ଟଙ୍କାର ଦାଯିତ୍ବ ଦଇେଥିଲେ। ମୁଁ ଆଉ ଦୁଇ ତୋଡ଼ା ଟଙ୍କା ରୋଜଗାର କରିବା ପାଇଁ ଆପଣଙ୍କର ଦୁଇ ତୋଡ଼ା ଟଙ୍କା ବ୍ଯବହାର କରିଛି।'
22 E, chegando também o que tinha recebido dois talentos, disse: Senhor, entregaste-me dois talentos; eis que com eles granjeei outros dois talentos.
23 ମାଲିକ କହିଲେ, 'ତୁମ୍ଭେ ଠିକ୍ କରିଛ। ତୁମ୍ଭେ ଜଣେ ଭଲ ଚାକର। ତୁମ୍ଭ ଉପରେ ବିଶ୍ବାସ କରାଯାଇପା ରେ। ଅଳ୍ପ ଟଙ୍କା ରେ ତୁମ୍ଭେ ଭଲ କାମ କରିଛ। ତେଣୁ ମୁଁ ତୁମ୍ଭକୁ ବଡ଼ ବିଷୟର ଦାଯିତ୍ବ ଦବେି। ଆସ, ମାେ ସହିତ ଖୁସି ରେ ଭାଗୀ ହୁଅ।'
23 Disse-lhe o seu senhor: Bem está, bom e fiel servo. Sobre o pouco foste fiel, sobre muito te colocarei; entra no gozo do teu senhor.
24 ତା'ପରେ ଗୋଟିଏ ତୋଡ଼ା ଟଙ୍କା ପାଇଥିବା ଲୋକଟି ମାଲିକଙ୍କ ପାଖକୁ ଆସିଲା। ସେ କହିଲା, 'ମାଲିକ ମୁଁ ଜାଣେ ଯେ ଆପଣ ଜଣେ କଠାେର ବ୍ଯକ୍ତି। ରୋପଣ ନକରି ମଧ୍ଯ ଆପଣ ଜମିରୁ ଫସଲ କାଟନ୍ତି। ବୀଜ ନ ବୁଣି ମଧ୍ଯ ଶସ୍ଯ ଏକାଠି କରନ୍ତି।
24 Mas, chegando também o que recebera um talento, disse: Senhor, eu conhecia-te, que és um homem duro, que ceifas onde não semeaste e ajuntas onde não espalhaste;
25 ତେଣୁ ମୁଁ ଭୟ କଲି। ମୁଁ ଯାଇ ଭୂମିରେ ଆପଣଙ୍କ ଟଙ୍କାତକ ଲୁଚଇେ ଦଲେି। ଆପଣ ମାେତେ ଦଇେଥିବା ତୋଡ଼ା ଟଙ୍କା ନିଅନ୍ତୁ।'
25 E, atemorizado, escondi na terra o teu talento; aqui tens o que é teu.
26 ତା ମାଲିକ ତାକୁ କହିଲେ, 'ତୁମ୍ଭେ ଜଣେ ଅଳସୁଆ ଓ ଦୁଷ୍ଟ ଚ଼ାକର। ତୁମ୍ଭେ ଜାଣିଛ ଯେ ମୁଁ ଯେଉଁଠି ରୋପଣ କରି ନଥାଏ ସଠାେରେ ମଧ୍ଯ ଫସଲ କାଟେ ଓ ଯେଉଁଠି ବୀଜ ବୁଣି ନଥାଏ, ସଠାେରେ ଶସ୍ଯ ଏକାଠି କରେ।
26 Respondendo, porém, o seu senhor, disse-lhe: Mau e negligente servo; sabias que ceifo onde não semeei e ajunto onde não espalhei?
27 ତେଣୁ ତୁମ୍ଭେ ମାେ ଟଙ୍କାକୁ ବ୍ଯାଙ୍କ ରେ ଜମା ରଖିଦବୋ ଉଚ଼ିତ ଥିଲା। ତା ହାଇେଥିଲେ ମୁଁ ଘରକୁ ଫରେିବା ପରେ ମାେ ଟଙ୍କା ଫରେି ପାଇଥାନ୍ତି। ତା ସହିତ ମାେ ଟଙ୍କାର ସୁଧ ମଧ୍ଯ ପାଇଥାନ୍ତି।'
27 Devias então ter dado o meu dinheiro aos banqueiros e, quando eu viesse, receberia o meu com os juros.
28 ତାପରେ ମାଲିକ ତାହାଙ୍କର ଅନ୍ୟ ଚ଼ାକରମାନଙ୍କୁ କହିଲେ, ' ସହେି ଚ଼ାକରଠାରୁ ଟଙ୍କାର ଥଳିଟି ନଇେ, ଯାହାର ଦଶ ତୋଡ଼ା ଟଙ୍କା ଅଛି ତାକୁ ଦଇଦେିଅ।
28 Tirai-lhe pois o talento, e dai-o ao que tem os dez talentos.
29 ଯେଉଁ ଲୋକ ନିଜ ପାଖ ରେ ଥିବା ଜିନିଷର ଉପୟୁକ୍ତ ବ୍ଯବହାର କରେ, ତାକୁ ବହୁତ ଅଧିକ ଦିଆୟିବ। ତାହାଙ୍କୁ ତାହାଙ୍କର ଆବଶ୍ଯକତା ଠାରୁ ବହୁତ ବେଶୀ ଦିଆୟିବ। କିନ୍ତୁ ଯେଉଁ ଲୋକ ତା ପାଖ ରେ ଥିବା ଜିନିଷର ଉପୟୁକ୍ତ ବ୍ଯବହାର କରେ ନାହିଁ, ତାଠାରୁ ଯାହାକିଛି ଅଛି, ସବୁ କିଛି ଛଡ଼ଇେ ନିଆୟିବ।'
29 Porque a qualquer que tiver será dado, e terá em abundância; mas ao que não tiver até o que tem ser-lhe-á tirado.
30 ତା'ପରେ ମାଲିକ କହିଲେ, ' ସେ ଅଦରକାରୀ ଚ଼ାକରକୁ ବାହା ରେ ଅନ୍ଧକାର ରେ ପକଇେ ଦିଅ। ସଠାେରେ ଲୋକମାନେ କାନ୍ଦିବେ ଏବଂ ୟନ୍ତ୍ରଣା ରେ ଦାନ୍ତ କଡ଼ମଡ଼ କରିବେ।'
30 Lançai, pois, o servo inútil nas trevas exteriores; ali haverá pranto e ranger de dentes.
31 ମନୁଷ୍ଯପୁତ୍ର ପୁଣି ଥରେ ଆସିବେ। ସେ ତାହାଙ୍କର ମହିମା ସହିତ ଆସିବେ। ତାହାଙ୍କ ସହିତ ସମସ୍ତ ସ୍ବର୍ଗଦୂତ ମାନେ ଆସିବେ। ସେ ରାଜା ହବେେ ଏବଂ ତାହାଙ୍କର ମହାନ ସିଂହାସନ ଉପରେ ବସିବେ।
31 E quando o Filho do homem vier em sua glória, e todos os santos anjos com ele, então se assentará no trono da sua glória;
32 ମନୁଷ୍ଯପୁତ୍ରଙ୍କ ଆଗ ରେ ଜଗତର ସବୁ ଲୋକେ ଏକାଠି ହବେେ। ତାପରେ ମନୁଷ୍ଯପୁତ୍ର ସବୁ ଲୋକଙ୍କୁ ଦୁଇଟି ଦଳ ରେ ବାଣ୍ଟି ଦବେେ। ଜଣେ ଜଗୁଆଳ ଯେପରି ଛଳେିମାନଙ୍କ ଭିତରୁ ମେଣ୍ଢାମାନଙ୍କୁ ଅଲଗା କରିଦିଏ ଏହା ଠିକ୍ ସହେିପରି ଅଟେ।
32 E todas as nações serão reunidas diante dele, e apartará uns dos outros, como o pastor aparta dos bodes as ovelhas;
33 ମନୁଷ୍ଯପୁତ୍ର ମଷେମାନଙ୍କୁ ତାହାଙ୍କ ଡ଼ାହାଣ ପଟେ ରଖିବେ ଓ ଛାଗକୁ ତାହାଙ୍କ ବାମ ପଟେ ରଖିବେ।
33 E porá as ovelhas à sua direita, mas os bodes à esquerda.
34 ତା'ପରେ ରାଜା ତାହାଙ୍କ ଡ଼ାହାଣ ପଟ ରେ ଥିବା ଲୋକମାନଙ୍କୁ କହିବେ, 'ଆସ, ମାରେ ପରମପିତା ତୁମ୍ଭମାନଙ୍କୁ ଆଶାର୍ବାଦ କରିଛନ୍ତି। ପରମେଶ୍ବର ତୁମ୍ଭକୁ ଯେଉଁ ରାଜ୍ଯ ଦବୋକୁ ପ୍ରତିଶ୍ରୁତି ଦଇେଛନ୍ତି, ତାହା ଲାଭ କର। ଜଗତ ସୃଷ୍ଟି ହବୋ କାଳରୁ ତୁମ୍ଭ ପାଇଁ ସେ ରାଜ୍ଯ ପ୍ରସ୍ତୁତ ହାଇେ ସାରିଛି।
34 Então dirá o Rei aos que estiverem à sua direita: Vinde, benditos de meu Pai, possuí por herança o reino que vos está preparado desde a fundação do mundo;
35 ତୁମ୍ଭେ ଏହି ରାଜ୍ଯ ଲାଭ କରିବ କାରଣ ମୁଁ ଯେତବେେଳେ ଭୋକିଲା ଥିଲି, ସେତବେେଳେ ତୁମେ ମାେତେ ଖାଇବାକୁ ଦଇେଥିଲ। ମାେତେ ଶୋଷ ଲାଗୁଥିବା ସମୟରେ ମାେତେ କିଛି ପିଇବାକୁ ଦଇେଛ। ମୁଁ ଘରଠାରୁ ଦୂର ରେ ଏକୁଟିଆ ଥିଲି। ତୁମ୍ଭେ ମାେତେ ତୁମ୍ଭ ଘରକୁ ଡ଼ାକିଥିଲ।
35 Porque tive fome, e destes-me de comer; tive sede, e destes-me de beber; era estrangeiro, e hospedastes-me;
36 ମାରେ କୌଣସି ଲୁଗାପଟା ନଥିଲା, ଏବଂ ତୁମ୍ଭେ ମାେତେ ପିନ୍ଧିବାକୁ ଦଇେଥିଲ। ମୁଁ ଅସୁସ୍ଥ ଥିଲି। ତୁମ୍ଭେ ମାରେ ଯତ୍ନ ନଇେଥିଲ। ମୁଁ କାରାଗାର ରେ ଥିଲି। ତୁମ୍ଭେ ମାେତେ ଦେଖିବାକୁ ଆସିଥିଲ।'
36 Estava nu, e vestistes-me; adoeci, e visitastes-me; estive na prisão, e foste me ver.
37 ସେତବେେଳେ ଭଲ ଲୋକମାନେ ଉତ୍ତର ଦବେେ, ' ହେ ପ୍ରଭୁ! ଆମ୍ଭେ କେତବେେଳେ ଆପଣଙ୍କୁ ଭୋକିଲା ଦେଖିଥିଲୁ ଓ ଖାଇବାକୁ ଦଇେଥିଲୁ? କେତବେେଳେ ଆମ୍ଭେ ଆପଣଙ୍କୁ ଶୋଷିଲା ଦେଖିଥିଲୁ ଓ ପିଇବାକୁ କିଛି ଦଇେଥିଲୁ?
37 Então os justos lhe responderão, dizendo: Senhor, quando te vimos com fome, e te demos de comer? ou com sede, e te demos de beber?
38 କେତବେେଳେ ଆମ୍ଭେ ଆପଣଙ୍କୁ ଘରଠାରୁ ଦୂର ରେ ଏକୁଟିଆ ଦେଖିଥିଲୁ ଓ ଆମ୍ଭ ଘରକୁ ଡ଼ାକିଥିଲୁ? କେତବେେଳେ ଆପଣଙ୍କୁ ଆମ୍ଭେ ପୋଷାକ ନଥିବା ବେଳେ ଦେଖିଥିଲୁ ଓ ପିନ୍ଧିବାକୁ କିଛି ଦଇେଥିଲୁ?
38 E quando te vimos estrangeiro, e te hospedamos? ou nu, e te vestimos?
39 କେତବେେଳେ ଆପଣଙ୍କୁ ଆମ୍ଭେ ଅସୁସ୍ଥ ଅବସ୍ଥା ରେ ବା କାରାଗାର ରେ ଦେଖିଥିଲୁ ଓ ଆପଣଙ୍କର ଯତ୍ନ ନଇେଥିଲୁ?'
39 E quando te vimos enfermo, ou na prisão, e fomos ver-te?
40 ସେତବେେଳେ ରାଜା ଉତ୍ତର ଦବେେ, 'ମୁଁ ତୁମ୍ଭକୁ ସତ୍ଯ କହୁଛି। ଏଠା ରେ ତୁମ୍ଭେ ମାରେ ଉପେକ୍ଷିତ ଭାଇମାନଙ୍କ ଭିତରୁ ଜଣଙ୍କ ପାଇଁ ଯାହା କିଛି କଲ, ତାହା ତୁମ୍ଭେ ମାେ ପାଇଁ କଲ।'
40 E, respondendo o Rei, lhes dirá: Em verdade vos digo que quando o fizestes a um destes meus pequeninos irmãos, a mim o fizestes.
41 ତା'ପରେ ରାଜା ତାହାଙ୍କ ବାମ ପଟର ଲୋକମାନଙ୍କୁ କହିବେ, 'ମାେ ପାଖରୁ ଚ଼ାଲିଯାଅ। ପରମେଶ୍ବର ତୁମ୍ଭ ନିମନ୍ତେ ଦଣ୍ଡ ନିରୁପଣ କରିଛନ୍ତି। ତୁମ୍ଭେ ଚିରକାଳ ଜଳୁଥିବା ନିଆଁକୁ ୟିବ, ଯାହାକି ଶୟତାନ ଓ ତାର ଦୂତମାନଙ୍କ ପାଇଁ ପ୍ରସ୍ତୁତ ହାଇେଛି।
41 Então dirá também aos que estiverem à sua esquerda: Apartai-vos de mim, malditos, para o fogo eterno, preparado para o diabo e seus anjos;
42 କାରଣ ମୁଁ ଭୋକିଲା ଥିଲି କିନ୍ତୁ ତୁମ୍ଭେ ମାେତେ କିଛି ଖାଇବାକୁ ଦଇେ ନଥିଲ,
42 Porque tive fome, e não me destes de comer; tive sede, e não me destes de beber;
43 ମୁଁ ଶୋଷିଲା ଥିଲି କିନ୍ତୁ ତୁମ୍ଭେ ମାେତେ କିଛି ପିଇବାକୁ ଦଇେ ନଥିଲ। ମୁଁ ଏକୁଟିଆ ଘରଠାରୁ ଦୂର ରେ ଥିଲି, କିନ୍ତୁ ତୁମ୍ଭେ ମାେତେ ଘର ଭିତରକୁ ଡ଼ାକିଲ ନାହିଁ, ମାରେ ଲୁଗାପଟା ନଥିଲା, ମାେତେ ତୁମ୍ଭେ ପିନ୍ଧିବାକୁ କିଛି ଦଇେ ନଥିଲ। ମୁଁ ଅସୁସ୍ଥ ଥିଲି, ଓ କାରାଗାର ରେ ଥିଲି ଓ ତୁମ୍ଭେ ମାେ ପାଇଁ ଚିନ୍ତା କରି ନଥିଲ।'
43 Sendo estrangeiro, não me recolhestes; estando nu, não me vestistes; e enfermo, e na prisão, não me visitastes.
44 ତା'ପରେ ସମାନେେ ମଧ୍ଯ ଉତ୍ତର ଦବେେ, 'ପ୍ରଭୁ, ଆପଣଙ୍କୁ କେତବେେଳେ ଆମ୍ଭେ ଭୋକିଲା ବା ଶୋଷିଲା ଦେଖିଥିଲୁ? ଆମ୍ଭେ କେତବେେଳେ ଆପଣଙ୍କୁ ଏକୁଟିଆ ଓ ଘରଠାରୁ ଦୂର ରେ ଦିଖିଥିଲୁ? କେତବେେଳେ ଆପଣଙ୍କୁ ଆମ୍ଭେ ଲୁଗାପଟା ନଥିବା ଅବସ୍ଥା ରେ ବା ଅସୁସ୍ଥ ଅବସ୍ଥା ରେ ବା କାରାଗାର ରେ ଦେଖିଥିଲୁ? କବେେ ଏସବୁ ଆମ୍ଭେ ଦେଖିଥିଲୁ ଓ ଆପଣଙ୍କୁ ସାହାୟ୍ଯ କଲୁନାହିଁ?
44 Então eles também lhe responderão, dizendo: Senhor, quando te vimos com fome, ou com sede, ou estrangeiro, ou nu, ou enfermo, ou na prisão, e não te servimos?
45 ତାପରେ ରାଜା ଉତ୍ତର ଦବେେ, 'ମୁଁ ତୁମ୍ଭକୁ ସତ୍ଯ କହୁଅଛି, ଯେତବେେଳେ ଏଠା ରେ ତୁମ୍ଭେ ମାରେ ଉପେକ୍ଷିତ ଲୋକଙ୍କ ଭିତରୁ ଯେ କୌଣସି ଲୋକକୁ ସାହାୟ୍ଯ କରିବାକୁ ମନା କଲ, ତୁମ୍ଭେ ମାେତେ ସାହାୟ୍ଯ କରିବା ପାଇଁ ମନା କଲ!'
45 Então lhes responderá, dizendo: Em verdade vos digo que, quando a um destes pequeninos o não fizestes, não o fizestes a mim.
46 ତା'ପରେ ଏହି ଲୋକଗୁଡ଼ିକ ଚ଼ାଲିଯିବେ, ସମାନଙ୍କେୁ ସବୁ ଦିନ ପାଇଁ ଦଣ୍ଡ ଭୋଗିବାକୁ ପଡ଼ିବ। କିନ୍ତୁ ଭଲ ଲୋକମାନେ ଅନନ୍ତଜୀବନ ଲାଭ କରିବେ।
46 E irão estes para o tormento eterno, mas os justos para a vida eterna.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Mateus 25, comparar traduções ou montar um estudo — tudo direto pelo WhatsApp.