Mateus 27

Oriya Bible (GL_ORIYA) vs NVT

Sair da comparação
NVT Nova Versão Transformadora
1 ତା'ପର ଦିନ ଅତି ସକାଳୁ ସମସ୍ତ ପ୍ରଧାନ ଯାଜକ ଓ ପ୍ରାଚ଼ୀନ ନେତାମାନେ ଏକାଠି ହେଲେ, ଓ ଯୀଶୁଙ୍କୁ ବଧ କରିବ ପାଇଁ ଯୋଜନା କଲେ।
1 De manhã cedo, os principais sacerdotes e líderes do povo se reuniram outra vez para planejar uma maneira de levar Jesus à morte.
2 ସମାନେେ ଯୀଶୁଙ୍କୁ ବନ୍ଧି ପକାଇଲେ। ତାପରେ ତାହାଙ୍କୁ ରାଜ୍ଯପାଳ ପୀଲାତଙ୍କ ପାଖକୁ ନଇଗେଲେ, ଓ ତାହାଙ୍କ ହାତ ରେ ଯୀଶୁଙ୍କୁ ଦଇେ ଦେଲେ।
2 Então o amarraram, o levaram e o entregaram a Pilatos, o governador romano.
3 ୟିହୂଦା ଦେଖିଲା ଯେ, ସମାନେେ ଯୀଶୁଙ୍କୁ ବଧ କରିବା ପାଇଁ ସ୍ଥିର କରିଛନ୍ତି। ୟିହୂଦାହିଁ ଯୀଶୁଙ୍କୁ ତାହାଙ୍କର ଶତୃମାନଙ୍କ ହାତ ରେ ଦଇେ ଦଇେଥିଲା। ତେଣୁ ସେ ଏସବୁ ଘଟଣା ଦେଖି ନିଜର କର୍ମ ପାଇଁ ବହୁତ ଦୁଃଖ କଲା। ସେ ପ୍ରଧାନ ଯାଜକ ଓ ପ୍ରାଚ଼ୀନ ନେତାମାନଙ୍କୁ ସହେି ତିରିଶଟି ରେ ୗପ୍ୟମୁଦ୍ରା ଫରୋଇ ଦଲୋ।
3 Quando Judas, que o havia traído, viu que Jesus tinha sido condenado à morte, encheu-se de remorso e devolveu as trinta moedas de prata aos principais sacerdotes e líderes do povo,
4 ସେ କହିଲେ, ମୁଁ ପାପ କରିଛି। ମୁଁ ଜଣେ ନିରପରାଧ ଲୋକକୁ ମାରି ଦବୋପାଇଁ ତୁମ୍ଭ ହାତ ରେ ଧ ରଇେ ଦଇେଛି।
4 dizendo: “Pequei, pois traí um homem inocente”. “Que nos importa?”, retrucaram eles. “Isso é problema seu.”
5 ୟିହୂଦା ମନ୍ଦିର ଭିତ ରେ ସହେି ରୂପାଟଙ୍କାତକ ଫିଙ୍ଗି ଦଲୋ। ତାପରେ ସହେି ଜାଗା ଛାଡ଼ି ୟିହୂଦା ଚାଲିଗଲେ ଓ ନିଜକୁ ଫାଶି ଦଲୋ।
5 Então Judas jogou as moedas de prata no templo, saiu e se enforcou.
6 ପ୍ରଧାନ ଯାଜକମାନେ ମନ୍ଦିର ଭିତ ରେ ସହେି ରୂପା ଟଙ୍କାତକ ଗୋଟାଇ ନେଲେ। ସମାନେେ କହିଲେ, ମନ୍ଦିର ଟଙ୍କା ସହିତ ଏ ଟଙ୍କାତକ ରଖିବା ନିୟମ ବିରୁଦ୍ଧ ହବେ। କାରଣ ଏ ଟଙ୍କା ଜଣକର ମୃତ୍ଯୁ ପାଇଁ ଦିଆଯାଇଛି।
6 Os principais sacerdotes juntaram as moedas e disseram: “Não seria certo colocar este dinheiro no tesouro do templo, pois é dinheiro manchado de sangue”.
7 ବାହାରୁ ୟିରୂଶାଲମକୁ ଭ୍ରମଣ ରେ ଆସୁଥିବା ଲୋକମାନଙ୍କ ମୃତ୍ଯୁ ହେଲେ ସମାନଙ୍କେୁ ସମାଧି ଦବୋ ନିମନ୍ତେ ସମାନେେ ଏ ଟଙ୍କା ରେ 'କୁମ୍ଭାର ଜମି' ନାମ ରେ ନାମିତ ଜମି ଖଣ୍ଡିଏ କିଣିବାକୁ ସ୍ଥିର କଲେ।
7 Então resolveram comprar o campo do oleiro e transformá-lo num cemitério para estrangeiros.
8 ତେଣୁ ଏବେ ସୁଦ୍ଧା ଏହି ଜମିଟିକୁ ରକ୍ତକ୍ଷାତ୍ର ବୋଲି କୁହାଯାଉଛି।
8 Por isso, até hoje ele se chama Campo de Sangue.
9 ଏଭଳି ଭାବରେ ଭବିଷ୍ଯଦ୍ବକ୍ତା ୟିରିମିୟଙ୍କ ମାଧ୍ଯମ ରେ କୁହାୟାଇଥିବା ବାଣୀ ସଫଳ ହେଲା। ୟିରିମିୟ କହିଥିଲେ,
9 Cumpriu-se, assim, a profecia de Jeremias que diz: “Tomaram as trinta peças de prata, preço pelo qual ele foi avaliado pelo povo de Israel,
10 ପ୍ରଭୁ ମାେତେ ଦଇେଥିବା ଆଦେଶ ଅନୁସାରେ ସମାନେେ ସହେି ଟଙ୍କା ରେ କୁମ୍ଭାର ଜମି ଖଣ୍ଡିକ କିଣିଲେ।
10 e compraram o campo do oleiro, conforme o Senhor ordenou”.
11 ଏହି ସମୟରେ ଯୀଶୁ ରାଜ୍ଯପାଳ ପୀଲାତ ଆଗ ରେ ଠିଆ ହେଲେ। ରାଜ୍ଯପାଳ ତାହାଙ୍କୁ ପଚାରିଲେ, ତୁମ୍ଭେ କ'ଣ ଯିହୂଦୀମାନଙ୍କର ରାଜା?
11 Agora Jesus estava diante de Pilatos, o governador romano, que lhe perguntou: “Você é o rei dos judeus?”. Jesus respondeu: “É como você diz”.
12 କିନ୍ତୁ ଯେତବେେଳେ ପ୍ରଧାନ ଯାଜକ ଓ ପ୍ରାଚ଼ୀନ ନେତାମାନେ ତାହାଙ୍କୁ ଅଭିୟୁକ୍ତ କଲେ ସେ କିଛି ଉତ୍ତର ଦେଲନୋହିଁ।
12 No entanto, quando os principais sacerdotes e os líderes do povo fizeram acusações contra ele, Jesus permaneceu calado.
13 ତେଣୁ ପୀଲାତ ଯୀଶୁଙ୍କୁ ପଚାରିଲେ, ସମାନେେ ତୁମ୍ଭ ବିରୁଦ୍ଧ ରେ ଯେଉଁ ସବୁ ଅଭିଯୋଗ କରୁଛନ୍ତି ତାହା ତୁମ୍ଭେ ଶୁଣିଛ। କାହିଁକି ଉତ୍ତର ଦେଉନାହଁ?
13 Então Pilatos perguntou: “Você não ouve essas acusações que fazem contra você?”.
14 କିନ୍ତୁ ଯୀଶୁ ଗୋଟିଏ ହେଲେ ଉତ୍ତର ତାହାଙ୍କୁ ଦବୋକୁ ମନାକଲେ। ଏଥି ରେ ପୀଲାତ ବଡ଼ ଆଶ୍ଚର୍ୟ୍ଯ ହାଇଗେଲେ।
14 Mas, para surpresa do governador, Jesus nada disse.
15 ପ୍ରେତ୍ୟକକ ବର୍ଷ ନିସ୍ତାର ପର୍ବ ଅବସର ରେ ରାଜ୍ଯପାଳ କାରାଗାରରୁ ଜଣେ ବନ୍ଦୀକୁ ମୁକ୍ତ କରିବାର ରୀତି ଥିଲା। ଲୋକମାନେ ଯେଉଁ ଲୋକର ମୁକ୍ତ ହବୋ ଚାହୁଁଥିଲେ, କବେଳେ ସହେି ଲୋକକୁ ମୁକ୍ତ କରାଯାଉଥିଲା।
15 A cada ano, durante a festa da Páscoa, era costume do governador libertar um prisioneiro, qualquer um que a multidão escolhesse.
16 ସହେି ସମୟରେ ବାରବ୍ବା ନାମ ରେ ଜଣେ କୁଖ୍ଯାତ ବନ୍ଦୀ ଥିଲା।
16 Nesse ano, havia um prisioneiro, famoso por sua maldade, chamado Barrabás.
17 ତେଣୁ ଯେତବେେଳେ ସବୁଲୋକେ ଏକାଠି ଜମା ହେଲେ, ସେତବେେଳେ ପୀଲାତ ସମାନଙ୍କେୁ ପଚାରିଲେ, ମୁଁ ତୁମ୍ଭମାନଙ୍କ ପାଇଁ ଜଣେ ଲୋକକୁ ମୁକ୍ତ କରିବି। ବାରବ୍ବା ଓ ଯୀଶୁଙ୍କ ମଧ୍ଯରୁ କାହାକୁ ମୁକ୍ତ କରିବାକୁ ଚାହୁଁଛ?
17 Quando a multidão se reuniu diante de Pilatos naquela manhã, ele perguntou: “Quem vocês querem que eu solte: Barrabás ou Jesus, chamado Cristo?”.
18 ପୀଲାତ ଜାଣିଥିଲେ ଯେ ଲୋକମାନେ ଯୀଶୁଙ୍କ ପ୍ରତି ଇର୍ଷାପରାୟଣ ଥିଲେ। ସେଥିପାଇଁ ତାହାଙ୍କ ହାତ ରେ ଯୀଶୁଙ୍କୁ ସମର୍ପି ଦଇେଛନ୍ତି।
18 Pois ele sabia muito bem que os líderes religiosos judeus tinham prendido Jesus por inveja.
19 ପୀଲାତ ବିଚାରମଞ୍ଚ ରେ ବସିଥିବା ସମୟରେ ତାହାଙ୍କ ସ୍ତ୍ରୀ ତାହାଙ୍କ ପାଖକୁ ଗୋଟିଏ ଖବର ପଠାଇଲେ। ଖବରଟି ଥିଲା: ଏହି ଧର୍ମିକ ଲୋକଟିର କିଛି ହେଲେ କ୍ଷତି କରନାହିଁ। ମୁଁ ତାହାଙ୍କ ବିଷୟ ରେ କାଲି ରାତି ରେ ଗୋଟିଏ ସ୍ବପ୍ନ ଦେଖିଛି। ସେଥି ଯୋଗୁଁ ମୁଁ ଅଧିକ ଚିନ୍ତାଗ୍ରସ୍ତ ହାଇପେଡ଼ିଛି।
19 Nesse momento, enquanto Pilatos estava sentado no tribunal, sua esposa lhe mandou o seguinte recado: “Deixe esse homem inocente em paz. Na noite passada, tive um sonho a respeito dele e fiquei muito perturbada”.
20 କିନ୍ତୁ ପ୍ରଧାନ ଯାଜକ ଓ ପ୍ରାଚ଼ୀନ ନେତାମାନେ ଲୋକମାନଙ୍କୁ ପ୍ରବର୍ତ୍ତାଇଲେ ଯେ, ସମାନେେ ବାରବ୍ବାଙ୍କୁ ମୁକ୍ତ କରିବା ପାଇଁ ଓ ୟିଶୁଙ୍କୁ ମାରିଦବୋ ପାଇଁ ଅନୁ ରୋଧ କରନ୍ତୁ।
20 Enquanto isso, os principais sacerdotes e os líderes do povo convenceram a multidão a pedir que Barrabás fosse solto e Jesus executado.
21 ରାଜ୍ଯପାଳ ପୀଲାତ ପଚ଼ାରିଲେ, ବାରବ୍ବା ଓ ଯୀଶୁ ଏହି ଦୁଇଜଣ ବନ୍ଦୀଙ୍କ ମଧ୍ଯରୁ ତୁମ୍ଭମାନଙ୍କ ପାଇଁ କାହାକୁ ମୁକ୍ତ କରିଦବୋ ତୁମ୍ଭମାନେେ ଚାହୁଁଛ?
21 Então o governador perguntou outra vez: “Qual dos dois vocês querem que eu lhes solte?”. A multidão gritou em resposta: “Barrabás!”.
22 ତା'ପରେ ପୀଲାତ ସମାନଙ୍କେୁ ପଚ଼ାରିଲେ, ତବେେ ଯେଉଁ ଯୀଶୁଙ୍କୁ ଖ୍ରୀଷ୍ଟ କୁହାୟାଏ ତାହାଙ୍କ ପ୍ରତି ମୁଁ କ'ଣ କରିବି?
22 Pilatos perguntou: “E o que farei com Jesus, chamado Cristo?”. “Crucifique-o!”, gritou a multidão.
23 ପୀଲାତ ପଚ଼ାରିଲେ, କାହିଁକି? ସେ କ'ଣ ଅପରାଧ କରିଛନ୍ତି? କିନ୍ତୁ ସମସ୍ତେ ଚିତ୍କାର କରି କହିଲେ, ତାହାଙ୍କୁ କୃଶ ରେ ଚ଼ଢ଼ଇେ ଦିଆଯାଉ।
23 “Por quê?”, quis saber Pilatos. “Que crime ele cometeu?” Mas a multidão gritou ainda mais alto: “Crucifique-o!”.
24 ପୀଲାତ ଦେଖିଲେ ଯେ, ସେ ଲୋକମାନଙ୍କ ମତ ବଦଳଇବୋକୁ କିଛି କରିପାରିବେ ନାହିଁ ବରଂ ଲୋକେ ବଳକେୁ ବଳେ ଉତ୍ତଜେିତ ହାଇେ ଉଠୁଛନ୍ତି। ପୀଲାତ କିଛି ପାଣି ନେଲେ ଓ ସମସ୍ତେ ଦେଖି ପାରିବା ଭଳି ତାହାଙ୍କର ଦୁଇହାତ ଧୋଇଲେ। ସେ କହିଲେ, ଏ ଲୋକର ମୃତ୍ଯୁ ପାଇଁ ମୁଁ ତାଯୀ ନୁହେଁ। ତୁମ୍ଭମାନେେ କବଳେ ଏସବୁ କରୁଛ।
24 Pilatos viu que de nada adiantava insistir e que um tumulto se iniciava. Assim, mandou buscar uma bacia com água, lavou as mãos diante da multidão e disse: “Estou inocente do sangue deste homem. A responsabilidade é de vocês”.
25 ସବୁ ଲୋକ ଉତ୍ତର ଦେଲେ, ଆମ୍ଭେ ତାହାଙ୍କ ମୃତ୍ଯୁ ପାଇଁ ଦାଯୀ ରହିବୁ। ତାହାଙ୍କ ମୃତ୍ଯୁ ପାଇଁ ଯେ କୌଣସି ଦଣ୍ଡ ପାଇବାକୁ ଯୋଗ୍ଯ, ଆମ୍ଭ ନିଜ ପାଇଁ ଓ ଆମ୍ଭ ପିଲାମାନଙ୍କ ପାଇଁ ସେଥି ରେ ରାଜି ଅଛୁ।
25 Todo o povo gritou em resposta: “Que nós e nossos descendentes sejamos responsabilizados pela morte dele!”.
26 ପୀଲାତ ବାରବ୍ବାଙ୍କୁ ମୁକ୍ତ କରି ଦେଲେ ଓ ଯୀଶୁଙ୍କୁ ବତରେ ମାରିବା ପାଇଁ ଆଦେଶ ଦେଲେ। ତା'ପରେ ସେ ଯୀଶୁଙ୍କୁ କୃଶ ରେ ଚଢ଼ାଇବା ପାଇଁ ସୈନ୍ଯମାନଙ୍କୁ ହାତ ରେ ଅର୍ପଣ କଲେ।
26 Então Pilatos lhes soltou Barrabás. E, depois de mandar açoitar Jesus, entregou-o para ser crucificado.
27 ତା'ପରେ ପୀଲାତଙ୍କ ସୈନ୍ଯମାନେ ଯୀଶୁଙ୍କୁ ପୀଲାତଙ୍କ ରାଜପ୍ରାସାଦ ଭିତରକୁ ନଇଗେଲେ। ସବୁ ସୈନ୍ଯତକ ଯୀଶୁଙ୍କ ଚାରିପଟେ ଜମା ହାଇଗେଲେ।
27 Alguns dos soldados do governador levaram Jesus ao quartel e chamaram todo o regimento.
28 ସୈନ୍ଯମାନେ ଯୀଶୁଙ୍କ ପୋଷାକ କାଢ଼ି ପକାଇଲେ ଓ ତାହାଙ୍କୁ ବାଇଗଣୀ ପୋଷାକଟି ପିନ୍ଧାଇ ଦେଲେ।
28 Tiraram as roupas de Jesus e puseram nele um manto vermelho.
29 ସମାନେେ କଣ୍ଟାଡ଼ାଳ ରେ ଗୋଟିଏ ମୁକୁଟ ତିଆରି କଲେ ଓ ସହେି କଣ୍ଟା ମୁକୁଟ ଯୀଶୁଙ୍କ ମୁଣ୍ଡ ରେ ପିନ୍ଧାଇ ଦେଲେ। ତାହାଙ୍କର ଡ଼ାହାଣ ହାତ ରେ ବାଡ଼ିଟି ଧ ରଇେ ଦେଲେ। ତା'ପରେ ତାହାଙ୍କ ଆଗ ରେ ଆଣ୍ଠୁମାଡ଼ି ବସି ପଡ଼ି ତାହାଙ୍କୁ ଥଟ୍ଟା କଲେ। ସମାନେେ କହିଲେ, ହେ ଯିହୂଦୀମାନଙ୍କର ରାଜା! ତୁମ୍ଭେ ଦୀର୍ଘଜୀବୀ ହୁଅ।
29 Teceram uma coroa de espinhos e a colocaram em sua cabeça. Em sua mão direita, puseram um caniço, como se fosse um cetro. Ajoelhavam-se diante dele e zombavam: “Salve, rei dos judeus!”.
30 ତା'ପରେ ସମାନେେ ତାହାଙ୍କ ମୁହଁ ଉପରକୁ ଛପେ ପକାଇଲେ ଓ ତାହାଙ୍କ ହାତରୁ ବାଡ଼ିଟି ନଇେ ସେଥି ରେ ତାହାଙ୍କର ମୁଣ୍ଡକୁ ପୁଟିବାକୁ ଲାଗିଲେ।
30 Cuspiam nele, tomavam-lhe o caniço da mão e com ele batiam em sua cabeça.
31 ତାହାଙ୍କୁ ଥଟ୍ଟା କରି ସାରିବା ପରେ ତାହାଙ୍କ ପୋଷାକ କାଢ଼ି ନେଲେ ଓ ପୁଣି ତାହାଙ୍କର ନିଜ ବସ୍ତ୍ର ପିନ୍ଧାଇ କୃଶ ରେ ଚଢ଼ାଇବା ପାଇଁ ନଇଗେଲେ।
31 Quando se cansaram de zombar dele, tiraram o manto e o vestiram novamente com suas roupas. Então o levaram para ser crucificado.
32 ସୈନ୍ଯମାନେ ଯୀଶୁଙ୍କୁ ନଇେ ନଗର ବାହାରକୁ ଯାଉଥିବା ସମୟରେ କୂରୀଣୀୟ ଶିମାନେ ନାମ ରେ ଜଣେ ଲୋକକୁ ଦେଖିଲେ। ସମାନେେ ସେ ଲୋକଟିକୁ ଯୀଶୁଙ୍କ ପାଇଁ କୃଶ ବୋହି ନବୋ ପାଇଁ ବାଧ୍ଯ କଲେ।
32 No caminho, encontraram um homem chamado Simão, de Cirene, e os soldados o obrigaram a carregar a cruz.
33 ସମାନେେ ଗଲ୍ଗଥା ନାମକ ସ୍ଥାନ ରେ (ଯାହାର ଅର୍ଥ କପାଳସ୍ଥାନ) ପହନ୍ଚିଲେ।
33 Então saíram para um lugar chamado Gólgota (que quer dizer “Lugar da Caveira”).
34 ସମାନେେ ଯୀଶୁଙ୍କୁ ପିତ୍ତ ମିଶା ଦ୍ରାକ୍ଷାରସ ପିଇବାକୁ ଦେଲେ, କିନ୍ତୁ ଯୀଶୁ ତାହାକୁ ଚାଖିବା ପରେ ପିଇବା ପାଇଁ ମନା କଲେ।
34 Os soldados lhe deram para beber vinho misturado com fel, mas, quando Jesus o provou, recusou-se a beber.
35 ସମାନେେ ଯୀଶୁଙ୍କୁ କୃଶ ରେ କଣ୍ଟାମାରିସାରି ତାହାଙ୍କର ପୋଷାକ ପତ୍ର ନିଜ ନିଜ ଭିତ ରେ ଗୁଳାବାଣ୍ଟ କରି ବାଣ୍ଟି ନେଲେ।
35 Depois de pregá-lo na cruz, os soldados tiraram sortes para dividir suas roupas.
36 ତା'ପରେ ସୈନ୍ଯମାନେ ସଠାେରେ ଯୀଶୁଙ୍କୁ ଜଗିବା ପାଇଁ ବସିଲେ।
36 Então, sentaram-se em redor e montaram guarda.
37 ସୈନ୍ଯମାନେ ଯୀଶୁଙ୍କ ବିରୁଦ୍ଧ ରେ ଅଭିଯୋଗପତ୍ର ତିଆରି କଲେ ଓ ତାହାକୁ ତାହାଙ୍କ ମୁଣ୍ଡ ଉପରେ ଝୁଲାଇ ଦେଲେ। ସେଥି ରେ ଲଖାେ ଥିଲା, ଏ ଯିହୂଦୀମାନଙ୍କର ରାଜା ଯୀଶୁ।
37 Acima de sua cabeça estava presa uma tabuleta com a acusação feita contra ele: “Este é Jesus, o Rei dos judeus”.
38 ସହେି ସମୟରେ ଦୁଇଜଣ ଡ଼କାୟତଙ୍କୁ ମଧ୍ଯ ଯୀଶୁଙ୍କ ପାଖ ରେ କୃଶ ରେ ଚଢ଼ଇେ ଦିଆଗଲା। ଜଣକୁ ତାହାଙ୍କ ଡ଼ାହାଣ ପଟେ ଓ ଆର ଜଣକୁ ବାମ ପଟେ।
38 Dois criminosos foram crucificados com ele, um à sua direita e outro à sua esquerda.
39 ସହେି ପାଖ ଦଇେ ଯାଉଥିବା ଲୋକମାନେ ଯୀଶୁଙ୍କୁ ଅପମାନ ଦେଉଥିଲେ। ସମାନେେ ସମେମାନଙ୍କ ମୁଣ୍ଡ ହଲଇେ କହୁଥିଲେ,
39 O povo que passava por ali gritava insultos e sacudia a cabeça, em zombaria:
40 ତୁମ୍ଭେ କହୁଥିଲ ଯେ ତୁମ୍ଭେ ମନ୍ଦରକୁ ଭାଙ୍ଗି ଦଇେ ପାରିବଓ ପୁଣି ତାକୁ ତିନିଦିନ ମଧିଅରେ ତିଆରି କରିଦଇେ ପାରିବା ତେଣୁ ଏବେ ତୁମ୍ଭେ ନିଜକୁ ରକ୍ଷା କର। ତୁମ୍ଭେ ଯଦି ପ୍ରକୃତ ରେ ପରମେଶ୍ବରଙ୍କ ପୁତ୍ର ତବେେ କୃଶ ଉପରୁ ତଳକୁ ଚ଼ାଲିଆସ।
40 “Você disse que destruiria o templo e o reconstruiria em três dias. Pois bem, se é o Filho de Deus, salve a si mesmo e desça da cruz!”.
41 ପ୍ରଧାନ ଯାଜକ, ଧର୍ମଶାସ୍ତ୍ରୀ ଓ ପ୍ରାଚ଼ୀନମାନେ ମଧ୍ଯ ସଠାେରେ ଥିଲେ। ସମାନେେ ମଧ୍ଯ ଅନ୍ୟମାନଙ୍କ ଭଳି ଯୀଶୁଙ୍କୁ ଥଟ୍ଟା କରୁଥିଲେ।
41 Os principais sacerdotes, os mestres da lei e os líderes do povo também zombavam de Jesus.
42 ସମାନେେ କହୁଥିଲେ, ସେ ଅନ୍ୟମାନଙ୍କୁ ରକ୍ଷା କରୁଥିଲେ। ଏବେ କିନ୍ତୁ ସେ ନିଜକୁ ରକ୍ଷା କରି ପାରୁନାହାନ୍ତି। ଲୋକେ କହନ୍ତୁ ଯେ ସେ ଇଶ୍ରାୟେଲର ରାଜା। ଏକଥା ଯଦି ସତ, ତବେେ ସେ ବର୍ତ୍ତମାନ କୃଶ ଉପରୁ ତଳକୁ ଓହ୍ଲଇେ ଆସନ୍ତୁ। ତବେେ ଅମ୍ଭେ ତାହାଙ୍କୁ ବିଶ୍ବାସ କରିବୁ।
42 “Salvou os outros, mas não pode salvar a si mesmo!”, diziam. “Quer dizer que ele é o rei de Israel? Que desça da cruz agora mesmo e creremos nele!
43 ସେ ପରମେଶ୍ବରଙ୍କଠା ରେ ବିଶ୍ବାସ କରୁଥିଲେ। ଯଦି ପ୍ରକୃତ ରେ ପରମେଶ୍ବର ତାହାଙ୍କୁ ଚାହୁଁଥାଆନ୍ତି, ତବେେ ସେ ତାହାଙ୍କୁ ବର୍ତ୍ତମାନ ରକ୍ଷା କରନ୍ତୁ। ସେ ନିଜେ କହୁଥିଲେ, 'ମୁଁ ପରମେଶ୍ବରଙ୍କ ପୁତ୍ର।'
43 Ele confiou em Deus, então que Deus o salve agora, se quiser. Pois ele disse: ‘Eu sou o Filho de Deus’.”
44 ଯେଉଁ ଡ଼କାୟତମାନଙ୍କୁ ଯୀଶୁଙ୍କ ପାଖ ରେ କୃଶ ରେ ଚ଼ଢ଼ଇେ ଦିଆଯାଉଥିଲା, ସମାନେେ ମଧ୍ଯ ଯୀଶୁଙ୍କୁ ସହେିଭଳି ଥଟ୍ଟା କରିବା ରେ ଲାଗିଲେ।
44 Até os criminosos que tinham sido crucificados com ele o insultavam da mesma forma.
45 ଦ୍ବପ୍ରହରଠାରୁ ତିନିଟା ବାଜିବା ପର୍ୟ୍ଯନ୍ତ ସାରା ଦେଶ ରେ ଅନ୍ଧକାର ଘୋଟିଗଲା।
45 Ao meio-dia, desceu sobre toda a terra uma escuridão que durou três horas.
46 ପ୍ରାୟ ତିନିଟା ବେଳେ ଯୀଶୁ ଉଚ୍ଚ ସ୍ବର ରେ ଡାକିଲେ, ଏଲି, ଏଲି, ଲାମା ସବକ୍ଥାନୀ? ଅର୍ଥାତ୍ ହେ ମାରେ ପରମେଶ୍ବର, ହେ ମାରେ ପରମେଶ୍ବର, ତୁମ୍ଭେ ମାେତେ କାହିଁକି ପରିତ୍ଯାଗ କଲ?
46 Por volta das três da tarde, Jesus clamou em alta voz: “ Eli, Eli, lamá sabactâni ?”, que quer dizer: “Meu Deus, meu Deus, por que me abandonaste?”.
47 ସଠାେରେ ଠିଆହାଇେଥିବା କେତକେ ଲୋକ ଏକଥା ଶୁଣିଲେ ଓ କହିଲେ, ସେ ଏଲିୟଙ୍କୁ ଡ଼ାକୁଛି।
47 Alguns dos que estavam ali pensaram que ele chamava o profeta Elias.
48 ସହେିକ୍ଷଣି ସହେି ଲୋକମାନଙ୍କ ମଧ୍ଯରୁ ଜଣେ ଦୌଡ଼ିଯାଇ ସ୍ପଞ୍ଜଟିଏ ନଇେ ଆସିଲା। ତାକୁ ଅସ୍ଲରସ ରେ ବୁଡ଼ାଇ ଗୋଟିଏ ବାଡ଼ି ରେ ଟାଙ୍ଗି ଯୀଶୁଙ୍କୁ ବଢ଼ାଇ ଦଲୋ।
48 Um deles correu, ensopou uma esponja com vinagre e a ergueu num caniço para que ele bebesse.
49 କିନ୍ତୁ ଅନ୍ୟମାନେ କହିଲେ, ରୁହ, ଏଲିୟ ଆସି ତାହାଙ୍କୁ ରକ୍ଷା କରୁଛନ୍ତି କି ନାହିଁ ଏବେ ଦେଖିବା।
49 Os outros, porém, disseram: “Esperem! Vamos ver se Elias vem salvá-lo”.
50 ପୁଣି ଥରେ ଯୀଶୁ କହିଲେ ସମାପ୍ତ ହେଲା, ତା'ପରେ ସେ ପ୍ରାଣତ୍ଯାଗ କଲେ।
50 Então Jesus clamou em alta voz novamente e entregou seu espírito.
51 ତା'ପରେ ମନ୍ଦିରର ପରଦା ଉପରୁ ତଳ ପର୍ୟ୍ଯନ୍ତ ଚିରିଯାଇ ଦୁଇଖଣ୍ଡ ହାଇଗେଲା। ଭୂମିକମ୍ପ ହେଲା, ଓ ପଥର ମାନ ଫାଟି ଗଲା,
51 Naquele momento, a cortina do santuário do templo se rasgou em duas partes, de cima até embaixo. A terra estremeceu, rochas se partiram
52 କବରଗୁଡ଼ିକ ଖାଲିଗେଲା, ଆଗରୁ ମରିଯାଇଥିବା ପରମେଶ୍ବରଙ୍କର ଅନକଗେୁଡ଼ିଏ ଲୋକ ମୃତ୍ଯୁରୁ ପୁଣି ଉତ୍ଥାନ କଲେେ। ସମାନେେ କବର ଭିତରୁ ବାହରି ଆସିଲେ।
52 e sepulturas se abriram. Muitos do povo santo que haviam morrido ressuscitaram.
53 ଯୀଶୁଙ୍କ ମୃତ୍ଯୁରୁ ବଞ୍ଚି ଉଠିବା ପରେ ସମାନେେ ପବିତ୍ରନଗରକୁ ଯାଇ ଅନକେ ଲୋକଙ୍କୁ ଦଖାଦେେଲେ।
53 Saíram do cemitério depois da ressurreição de Jesus, entraram na cidade santa de Jerusalém e apareceram a muita gente.
54 ରୋମୀୟ ସନୋଧ୍ଯକ୍ଷ ଓ ଯୀଶୁଙ୍କୁ ଜଗି ରହିଥିବା ସୈନ୍ଯମାନେ ଭୂମିକମ୍ପ ଓ ଅନ୍ୟସବୁ ଘଟଣାମାନ ଘଟୁଥିବା ଦେଖିଲେ, ସମାନେେ ବହୁତ ଭୟ କଲେ ଓ ସମାନେେ କହିଲେ, ସେ ପ୍ରକୃତ ରେ ପରମେଶ୍ବରଙ୍କ ପୁତ୍ର ଥିଲେ।
54 O oficial romano e os outros soldados que vigiavam Jesus ficaram aterrorizados com o terremoto e com tudo que havia acontecido, e disseram: “Este homem era verdadeiramente o Filho de Deus!”.
55 କିଛି ଦୁର ରେ ଅନକେ ସ୍ତ୍ରୀଲୋକ ଏସବୁ ଦେଖୁଥିଲେ। ଏହି ସ୍ତ୍ରୀଲୋକମାନେ ଯୀଶୁଙ୍କ ଯତ୍ନ ନବୋ ପାଇଁ ଗାଲିଲୀରୁ ତାହାଙ୍କ ସହିତ ଆସିଥିଲେ।
55 Muitas mulheres que tinham vindo da Galileia com Jesus para servi-lo olhavam de longe.
56 ସମାନଙ୍କେ ମଧିଅରେ ମଗ୍ଦଲିନୀ ମରିୟମ, ଯାକୁବ ଓ ଯୋଷଫଙ୍କେ ମାଆ ମରିୟମ ଓ ଜବଦେୀଙ୍କ ପୁତ୍ରମାନ(ଯାକୁବ ଓ ଯହେନ)ଙ୍କ ମାଆ ଥିଲେ।
56 Entre elas estavam Maria Madalena, Maria, mãe de Tiago e José, e a mãe dos filhos de Zebedeu.
57 ସନ୍ଧ୍ଯା ହବୋ ବଳକେୁ ଯୋଷଫେ ନାମକ ହାରାମଥିଯାର ଜଣେ ଧନୀ ଲୋକ ୟିରୁଶାଲମ ରେ ଆସି ପହନ୍ଚିଲେ। ସେ ମଧ୍ଯ ଯୀଶୁଙ୍କର ଜଣେ ଶିଷ୍ଯ ଥିଲେ।
57 Ao entardecer, José, um homem rico de Arimateia que tinha se tornado seguidor de Jesus,
58 ସେ ପୀଲାତଙ୍କ ପାଖକୁ ଗଲେ ଓ ଯୀଶୁଙ୍କ ଶରୀର ପାଇଁ ଅନୁରୋଧ କଲେ। ପୀଲାତ ସୈନ୍ଯମାନଙ୍କୁ ଆଜ୍ଞା ଦଇେ କହିଲେ ଶରୀରକୁ ତାହାଙ୍କୁ ଦଇଦେିଅ।
58 foi a Pilatos e pediu o corpo de Jesus. Pilatos ordenou que lhe entregassem o corpo.
59 ଯୋଷଫେ ଶରୀରକୁ ନେଲେ ଓ ତାହାଙ୍କୁ ନୂଆ ରେଶମ ବସ୍ତ୍ର ଦ୍ବାରା ଘାଡ଼ଇେେ ଦେଲେ।
59 José tomou o corpo e o envolveu num lençol limpo, feito de linho,
60 ଯୋଷଫେ ଯୀଶୁଙ୍କ ଶରୀରକୁ ତାହାଙ୍କୁ ନୂଆ କବର ମଧିଅରେ ରଖିଲେ। ସହେି କବରକୁ ୟୋ ସଫେ ପଥରର କାନ୍ଥ କାଟି ତିଆରି କରିଥିଲେ। ତାପରେ ସେ ଗୋଟିଏ ବହୁତ ବଡ ପଥର ଗଡ଼ଇେ ଆଣି ପ୍ରବେଶଦ୍ବାରକୁ ବନ୍ଦ କରି ଦେଲେ। ଏସବୁ କଲପରେେ ୟୋ ସଫେ ଚାଲିଗଲେ।
60 e o colocou num túmulo novo, de sua propriedade, escavado na rocha. Então rolou uma grande pedra na entrada do túmulo e foi embora.
61 ମଗ୍ଦଲିନୀ ମରିୟମ ଓ ମରିୟମ ନାମକ ଅନ୍ୟ ସ୍ତ୍ରୀଲୋକ ଜଣକ ସଠାେରେ କବର ଆଗ ରେ ବସି ରହିଥିଲେ।
61 Maria Madalena e a outra Maria estavam ali, sentadas em frente ao túmulo.
62 ସହେି ଦିନଟି ପ୍ରସ୍ତୁତି ଦିବସ ଥିଲା, ସହେି ଶୁକ୍ରବାରର ପରଦିନ ପ୍ରମୁଖ ଯାଜକ ଓ ଫାରୂଶୀମାନେ ପୀଲାତଙ୍କୁ ଭଟେିଲେ।
62 No dia seguinte, no sábado, os principais sacerdotes e os fariseus foram a Pilatos
63 ସମାନେେ କହିଲେ, ମହାଶୟ, ଆମ୍ଭର ମନେ ଅଛି ଯେ ସହେି ପ୍ରତାରକ ସେ ବଞ୍ଚିଥିବା ବେଳେ କହିଥିଲା, 'ତୃତୀୟ ଦିନ ପରେ ମୁଁ ମୃତ୍ଯୁରୁ ପୁଣି ପୂର୍ନଉଥିତ ହବେି।'
63 e disseram: “Senhor, lembramos que, quando ainda vivia, aquele mentiroso disse: ‘Depois de três dias ressuscitarei’.
64 ତେଣୁ ତୃତୀୟ ଦିନ ପର୍ୟ୍ଯନ୍ତ କବରକୁ ପହରା ଦବୋ ପାଇଁ ଆପଣ ଆଦେଶ ଦିଅନ୍ତୁ। ତାହାଙ୍କର ଶିଷ୍ଯମାନେ ସଠାେକୁ ଆସି ତାହାଙ୍କ ମୃତ ଦହକେୁ ଚେ଼ାରୀ କରି ନବୋପାଇଁ ଚେଷ୍ଟା କରିବେ। ତା'ପରେ ସମାନେେ ଲୋକମାନଙ୍କୁ କହିବେ ଯେ ସେ ମୃତ୍ଯୁରୁ ଉଠିଛନ୍ତି। ତାହାହେଲେ ଏହୀ ଶଷେ ପ୍ରତାରଣା ଆଗ ପ୍ରତାରଣା ଅପେକ୍ଷା ଅଧିକ ଖରାପ ହବେ।
64 Por isso, pedimos que lacre o túmulo até o terceiro dia. Isso impedirá que seus discípulos roubem o corpo e depois digam a todos que ele ressuscitou. Se isso acontecer, estaremos em pior situação que antes”.
65 ପୀଲାତ ସମାନଙ୍କେୁ କହିଲେ, ତୁମ୍ଭେ ପହରା ପାଇଁ ସୈନ୍ଯ ନଇଯାେଇପାର। ତୁମ୍ଭେ ଯଭେଳି ଭଳ ଭାବୁଛ, ଯାଅ ଓ ସହେିପରି କବରସ୍ଥାନକୁ ପହରା ଦଇେ ନିରାପଦ ରେ ରଖ।
65 Pilatos respondeu: “Levem soldados e guardem o túmulo como acharem melhor”.
66 ତା'ପରେ ସମାନେେ କବର ପାଖକୁ ଗଲେ ଓ ପ୍ରବେଶଦ୍ବାର ରେ ମାହେର ଲଗଇେଲେ। ସଠାେରେ ସୈନ୍ଯମାନଙ୍କୁ ପହରା ଦବୋପାଇଁ ଆଦେଶ ଦଇେ ଚୋରମାନଙ୍କ କବଳରୁ କପରକୁ ନିରାପଦ ରଖିବାର ବ୍ଯବସ୍ଥା କଲେ।
66 Então eles lacraram o túmulo e puseram guardas para protegê-lo.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Mateus 27, comparar traduções ou montar um estudo — tudo direto pelo WhatsApp.