Mateus 2
Oriya Bible (GL_ORIYA) vs ARC
1 ହରେୋଦ ଙ୍କ ରାଜତ୍ବକାଳ ରେ ୟିହୂଦା ରାଜ୍ଯର ବେଥ୍ଲହେିମ ନଗର ରେ ଯୀଶୁ ଜନ୍ମ ହେଲେ। ଯୀଶୁ ଜନ୍ମ ହବୋ ପରେ ପୂର୍ବ ଦେଶର କେତକେ ପଣ୍ଡିତ ୟିରୁଶାଲମକୁ ଆସିଲେ.
1 E, tendo nascido Jesus em Belém da Judeia, no tempo do rei Herodes, eis que uns magos vieram do Oriente a Jerusalém,
2 ସମାନେେ ପଚାରିଲେ ଯିହୂଦୀମାନଙ୍କର ରାଜା ସହେି ନବଜାତ ଶିଶୁ କେଉଁଠା ରେ? କାରଣ ଆମ୍ଭେ ପୂର୍ବ ଦେଶ ରେ ତାହାଙ୍କ ତାରା ଉଠିଥିବାର ଦେଖିଲୁ। ସହେି ତାରୀ ପ୍ରକାଶ କରେ ଯେ, ସେ ଜନ୍ମ ହାଇେଛନ୍ତି। ତେଣୁ ଆମ୍ଭେ ତାହାଙ୍କୁ ପ୍ରଣାମ କରିବାକୁ ଆସିଛୁ।
2 e perguntaram: Onde está aquele que é nascido rei dos judeus? Porque vimos a sua estrela no Oriente e viemos a adorá-lo.
3 ରାଜା ହରେୋଦ ଯିହୂଦୀମାନଙ୍କର ଏହି ନୂଆ ରାଜାଙ୍କ କଥା ଶୁଣିଲେ। ସେଥିପାଇଁ ସେ ଉଦ୍ ବିଗ୍ନ ହେଲେ। ୟିରୂଶାଲମର ସବୁ ଲୋକେ ମଧ୍ଯ ଚିନ୍ତିତ ହାଇେ ପଡିଲେ।
3 E o rei Herodes, ouvindo isso, perturbou-se, e toda a Jerusalém, com ele.
4 େ ହରୋଦ ୟିହୂଦା ସମାଜର ସମସ୍ତ ପ୍ରମୁଖ ଯାଜକ ଏବଂ ଧର୍ମ ଶାସ୍ତ୍ରୀମାନଙ୍କର ଗୋଟିଏ ବୈଠକ ଡାକିଲେ। ସେ ସମାନଙ୍କେୁ ପଚାରିଲେ, ଖ୍ରୀଷ୍ଟ କେଉଁଠା ରେ ଜନ୍ମ ହବେେ?
4 E, congregados todos os príncipes dos sacerdotes e os escribas do povo, perguntou-lhes onde havia de nascer o Cristo.
5 ସମାନେେ କହିଲେ, ୟିହୂଦା ପ୍ରଦେଶର ବେଥ୍ଲହେିମ ନଗର ରେ। ଭବିଷ୍ଯଦ୍ବକ୍ତା ଶାସ୍ତ୍ର ରେ ଏସଂପର୍କ ରେ ଲେଖିଛନ୍ତି.
5 E eles lhe disseram: Em Belém da Judeia, porque assim está escrito pelo profeta:
6 ' ହେ ୟହୂଦା ପ୍ରଦେଶର ବେଥ୍ଲହମେ! ୟହୂଦାର ଶାସକମାନଙ୍କ ଭିତ ରେ ତୁମ୍ଭେ ମହାନ। ହଁ, ତୁମ୍ଭରି ଭିତରୁ ଜଣେ ଶାସକ ଆଗତ ହବେ ଏବଂ ସହେି ଶାସକ ମାରେ ଲୋକମାନଙ୍କୁ ଇଶ୍ରାୟଲକୁ କଢାଇନବେେ।' ମିଖା5:2
6 E tu, Belém, terra de Judá, de modo nenhum és a menor entre as capitais de Judá, porque de ti sairá o Guia que há de apascentar o meu povo de Israel.
7 ତା'ପରେ େ ହରୋଦ ପୂର୍ବଦେଶରୁ ଆସିଥିବା ପଣ୍ଡିତମାନଙ୍କ ସହିତ ଗୁପ୍ତ ବୈଠକ କଲେ। ସମାନେେ କେତବେେଳେ ପ୍ରଥମେ ସହେି ତାରା ଦେଖିଥିଲେ, ତାହାର ସଠିକ୍ ସମୟ େ ହରୋଦ ପଣ୍ଡିତମାନଙ୍କଠାରୁ ବୁଝି ନେଲେ।
7 Então, Herodes, chamando secretamente os magos, inquiriu exatamente deles acerca do tempo em que a estrela lhes aparecera.
8 େ ହରୋଦ ସମାନଙ୍କେୁ ବେଥ୍ଲହେିମ ପଠାଇଲେ ଓ କହିଲେ, ତୁମ୍ଭମାନେେ ବେଥ୍ଲହେିମ ଯାଇ ଶିଶୁଟି ବିଷୟ ରେ ଯତ୍ନ ଭାବରେ ଖାଜେ ଖବର ନିଅ। ଯଦି ତୁମ୍ଭେ ତାକୁ ପାଇଯାଅ, ତବେେ ମାେତେ ଜଣାଅ। ତା'ପରେ ମୁଁ ମଧ୍ଯ ଯାଇ ତାହାଙ୍କୁ ପ୍ରଣାମ କରିବି।
8 E, enviando-os a Belém, disse: Ide, e perguntai diligentemente pelo menino, e, quando o achardes, participai-mo, para que também eu vá e o adore.
9 ପଣ୍ଡିତମାନେ ରାଜାଙ୍କ କଥା ଶୁଣି ଗ୍ଭଲିଗଲେ। ଯେଉଁ ତାରାଟି ସମାନେେ ଆଗରୁ ପୂର୍ବ ଦେଶ ରେ ଦେଖିଥିଲେ, ପୁଣି ଥରେ ତାକୁ ଦେଖିଲେ। ସହେି ତାରାଟି ତାହାଙ୍କ ଆଗେ ଆଗେ ଗ୍ଭଲିଲା ଏବଂ ଯେଉଁଠା ରେ ପିଲାଟି ଥିଲା, ସହେି ସ୍ଥାନ ଉପରେ ସ୍ଥିର ହାଇେ ରହିଗଲା।
9 E, tendo eles ouvido o rei, partiram; e eis que a estrela que tinham visto no Oriente ia adiante deles, até que, chegando, se deteve sobre o lugar onde estava o menino.
10 ତାରା ଦେଖି ପଣ୍ଡିତମାନେ ବହୁତ ଖୁସି ହେଲ. ସମାନେେ ଆନନ୍ଦ ରେ ପରିପୂର୍ଣ ହେଲ।
10 E, vendo eles a estrela, alegraram-se muito com grande júbilo.
11 ସମାନେେ ଘର ଭିତରକୁ ଗଲେ। ମା ମରିୟମଙ୍କ ପାଖ ରେ ପିଲାଟିକୁ ଦେଖିଲେ। ତାହାଙ୍କୁ ଭୂମିଷ୍ଠ ପ୍ରଣାମ କରି ତାହାଙ୍କର ଉପାସନା କଲେ। ତା'ପରେ ସମାନେେ ଶିଶୁ ପାଇଁ ଆଣିଥିବା ଉପହାର ପଡେିଟି ଖାଲିେଲେ। ସମାନେେ ଶିଶୁକୁ ସୁନା, କୁନ୍ଦୁରୁ ଓ ଗନ୍ଧରସ ଉପହାର ଦେଲେ।
11 E, entrando na casa, acharam o menino com Maria, sua mãe, e, prostrando-se, o adoraram; e, abrindo os seus tesouros, lhe ofertaram dádivas: ouro, incenso e mirra.
12 କିନ୍ତୁ ପରମେଶ୍ବର ସମାନଙ୍କେୁ େ ହରୋଦଙ୍କ ପାଖକୁ ଫରେି ନ ୟିବାକୁ ସ୍ବପ୍ନ ରେ ସାବଧାନ କରାଇ ଦେଲେ। ତେଣୁ ସମାନେେ ଅନ୍ୟ ଏକ ପଥ ଦଇେ ନିଜ ଦେଶକୁ ଫରେିଗଲେ।
12 E, sendo por divina revelação avisados em sonhos para que não voltassem para junto de Herodes, partiram para a sua terra por outro caminho.
13 ପଣ୍ଡିତମାନେ ଗ୍ଭଲିୟିବାପରେ ପରମେଶ୍ବରଙ୍କର ଜଣେ ଦୂତ ସ୍ବପ୍ନ ରେ ଯୋଷଫଙ୍କେୁ ଦର୍ଶନ ଦଇେ କହିଲେ, ଉଠ, ଶିଶୁଟିକୁ ଓ ତା ମାଆଙ୍କୁ ନଇେ ମିଶର ଦେଶକୁ ପଳାଅ ଏବଂ ମୁଁ ନ କହିବା ପର୍ୟ୍ଯନ୍ତ ସଠାେରେ ରୁହ। କାରଣ େ ହରୋଦ ତାହାକୁ ମାରିଦବୋ ପାଇଁ ଗ୍ଭହୁଁଥିବାରୁ ତାହାଙ୍କୁ ଖାଜେିବ।
13 E, tendo-se eles retirado, eis que o anjo do Senhor apareceu a José em sonhos, dizendo: Levanta-te, e toma o menino e sua mãe, e foge para o Egito, e demora-te lá até que eu te diga, porque Herodes há de procurar o menino para o matar.
14 ତେଣୁ ଯୋଷଫେ ଉଠିଲେ। ସେ ଶିଶୁ ଓ ତା' ମାଆଙ୍କୁ ଧରି ମିଶର ଦେଶକୁ ୟିବା ପାଇଁ ରାତି ରେ ବାହାରି ପଡିଲେ।
14 E, levantando-se ele, tomou o menino e sua mãe, de noite, e foi para o Egito.
15 ସଠାେରେ ଯୋଷଫେ େ ହରୋଦଙ୍କ ମୃତ୍ଯୁ ପର୍ୟ୍ଯନ୍ତ ରହିଲେ। ପରମେଶ୍ବର ତାହାଙ୍କ ଭବିଷ୍ଯଦ୍ବକ୍ତାଙ୍କ ମାଧ୍ଯମ ରେ ଯାହା କହିଥିଲେ, ତାହା ସଫଳ କରିବା ପାଇଁ ଏସବୁ ଘଟିଲା। ପ୍ରଭୁ ପରମେଶ୍ବର କହିଥିଲେ, ମୁଁ ମାରେପୁଅକୁ ମିଶରରୁ ବାହାରି ଆସିବାକୁ କହିଛି।
15 E esteve lá até à morte de Herodes, para que se cumprisse o que foi dito da parte do Senhor pelo profeta, que diz: Do Egito chamei o meu Filho.
16 ଦେଖିଲେ ଯେ, ପଣ୍ଡିତମାନେ ତାହାଙ୍କୁ ବୋକା ବନଇେ ଦଇଛନ୍ତି। ସେ ଖୁବ୍ ରାଗିଗଲେ। ସେ ପଣ୍ଡିତମାନଙ୍କ ଠାରୁ ଶିଶୁପୁତ୍ରଟିର ଜନ୍ମ ସମୟ ଜାଣିଥିଲେ। ତାହା ଦୁଇବର୍ଷ ତଳର କଥା ହାଇେଥିବାରୁ ସେ ବେଥ୍ଲହେିମ ଓ ତା' ଆଖପାଖ ଅଞ୍ଚଳର ଦୁଇବର୍ଷ ବା ତାଠାରୁ କମ୍ ବୟସର ସବୁ ଶିଶୁପୁତ୍ରଙ୍କୁ ହତ୍ଯା କରିବାକୁ ଆଦେଶ ଦେଲେ।
16 Então, Herodes, vendo que tinha sido iludido pelos magos, irritou-se muito e mandou matar todos os meninos que havia em Belém e em todos os seus contornos, de dois anos para baixo, segundo o tempo que diligentemente inquirira dos magos.
17 ଏହିଭଳି ଭାବରେ ଭବିଷ୍ଯଦ୍ବକ୍ତା ୟିରିମୟଙ୍କ ମାଧ୍ଯମ ରେ କୁହାୟାଇଥିବା ପ୍ରଭୁଙ୍କ ବାକ୍ଯ ସଫଳ ହାଲା:
17 Então, se cumpriu o que foi dito pelo profeta Jeremias, que diz:
18 ରାମା ରେ ଏକ ଦୁଃଖଭରା ସ୍ବର ଶୁଣାଗଲା। ତାହା ରୋଦନ ଓ ଅତିଶୟ ବିଳାପର ସ୍ବର ଥିଲା। ରାହେଲ ତା ପିଲାମାନଙ୍କ ପାଇଁ କାନ୍ଦୁଥିଲା। କହେି ହେଲେ ତାକୁ ସାନ୍ତ୍ବନା ଦଇେ ପାରିବନେି। କାରଣ ତା'ର ପିଲାମାନେ ମରିଯାଇଥିଲେ। ୟିରିମିୟ 31:15
18 Em Ramá se ouviu uma voz, lamentação, choro e grande pranto; era Raquel chorando os seus filhos e não querendo ser consolada, porque já não existiam.
19 େ ହରୋଦଙ୍କ ମୃତ୍ଯୁ ପରେ ମିସର ରେ ୟୋସାଫଙ୍କୁ ସ୍ବପ୍ନ ରେ ପ୍ରଭୁ ପରମେଶ୍ବରଙ୍କର ଜଣେ ଦୂତ ଦଖାଦେେଲେ।
19 Morto, porém, Herodes, eis que o anjo do Senhor apareceu, num sonho, a José, no Egito,
20 ଦୂତ କହିଲେ, ଉଠ, ପିଲାଟିକୁ ଓ ତା ମାଆକୁ ନଇେ ଇସ୍ରାଯାଲ ଦେଶକୁ ଯାଅ। କାରଣ ଯେଉଁମାନେ ପିଲାଟିକୁ ମାରିଦବୋକୁ ଚେଷ୍ଟା କରୁଥିଲେ, ସମାନେେ ଏବେ ମରିଗଲଣେି।
20 dizendo: Levanta-te, e toma o menino e sua mãe, e vai para a terra de Israel, porque já estão mortos os que procuravam a morte do menino.
21 ତେଣୁ ୟୋ ସଫେ ପ୍ରସ୍ତୁତ ହେଲେ। ସେ ପିଲାଟିକୁ ଓ ତା ମାଆକୁ ନଇେ ଇଶ୍ରାୟେଲ ଫରେିଗଲେ।
21 Então, ele se levantou, e tomou o menino e sua mãe, e foi para a terra de Israel.
22 କିନ୍ତୁ ୟୋ ସଫେ ଶୁଣିଲେ ଯେ, େ ହରୋଦଙ୍କ ମୃତ୍ଯୁ ପରେ ତାହାଙ୍କ ପୁଅ ଆର୍ଖିଲାୟ ୟିହୂଦା ରେ ରାଜା ହାଇେଛନ୍ତି। ତେଣୁ ସେ ସଠାେକୁ ୟିବାକୁ ଭୟ କଲେ। କିନ୍ତୁ ପରମେଶ୍ବରଙ୍କ ଠାରୁ ସ୍ବପ୍ନ ରେ ଆଦେଶ ପାଇ ୟୋ ସଫେ ଗାଲିଲୀ ପ୍ରଦେଶକୁ ଗଲେ।
22 E, ouvindo que Arquelau reinava na Judeia em lugar de Herodes, seu pai, receou ir para lá; mas, avisado em sonhos por divina revelação, foi para as regiões da Galileia.
23 ସେ ସଠାେରେ ପହଞ୍ଚି ନାଜରିତ ନାମକ ନଗର ରେ ବାସ କଲେ। ଖ୍ରୀଷ୍ଟ ନାଜରିତୀୟ ରୂପେ ଖ୍ଯାତ ହବେେ ବୋଲି ଭବିଷ୍ଯଦବକ୍ତାମାନଙ୍କ ମାଧ୍ଯମ ରେ ପରମେଶ୍ବର କହିଥିଲେ। ସହେି ବାକ୍ଯ ଅନୁସାରେ ଏହା ଘଟିଲା।
23 E chegou e habitou numa cidade chamada Nazaré, para que se cumprisse o que fora dito pelos profetas: Ele será chamado Nazareno.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Mateus 2, comparar traduções ou montar um estudo — tudo direto pelo WhatsApp.