Mateus 4

Oriya Bible (GL_ORIYA) vs ARA

Sair da comparação
ARA Almeida Revista e Atualizada 1993
1 ତା'ପରେ ସହେି ପବିତ୍ର ଆତ୍ମା ଯୀଶୁଙ୍କୁ ମରୂଭୁମିକୁ କଢାଇ ନାଇଗଲେ। ଶୟତାନ ଦ୍ବାରା ପରୀକ୍ଷୀତ ହବୋପାଇଁ ତାହଙ୍କୁ ସଠାେକୁ ନିଆଯାଥିଲା।
1 A seguir, foi Jesus levado pelo Espírito ao deserto, para ser tentado pelo diabo.
2 ଯୀଶୁ ଗ୍ଭଳିଶ ଦିନ ଓ ଗ୍ଭଳିଶ ରାତି କିଛି ଖାଇଲେ ନାହିଁ। ଏହା ପରେ ତାହାଙ୍କୁ ଖୁବ ଭୋକ ଲାଗୁଥିଲା।
2 E, depois de jejuar quarenta dias e quarenta noites, teve fome.
3 ଶୟତାନ ପରୀକ୍ଷା କରିବା ନିମନ୍ତେ ଆସି ତାହାଙ୍କୁ କହିଲା, ତୁମ୍ଭେ ଯଦି ପରମେଶ୍ବରଙ୍କ ପୁତ୍ର, ତବେେ ଏହି ପଥରଗୁଡିକୁ ରୋଟୀ ହାଇେ ୟିବାପାଇଁ କୁହ।
3 Então, o tentador, aproximando-se, lhe disse: Se és Filho de Deus, manda que estas pedras se transformem em pães.
4 ଯୀଶୁ ଉତ୍ତର ରେ କହିଲେ, ଶାସ୍ତ୍ର ରେ ଏହା ଲଖାେଅଛି, 'ମଣିଷକୁ କବଳେ ଖାଦ୍ୟ ରେ ବଞ୍ଚିବ ନାହିଁ, କିନ୍ତୁ ତା'ର ଜୀବନ ପରମେଶ୍ବରଙ୍କ ମହଁରୁ ବାହାରି ଥିବା ପ୍ରେତ୍ୟକକ ବାକ୍ଯ ରେ ହିଁ ବଞ୍ଚିବ।' ଦ୍ବିତୀୟ ବିବରଣ 8:3
4 Jesus, porém, respondeu: Está escrito:
5 ତା'ପରେ ଶୟତାନ ତାହାଙ୍କୁ ପବିତ୍ର ନଗରୀ ୟିରୂଶାଲମକୁ ନଇଗେଲା। ସେ ଯୀଶୁଙ୍କକୁ ମନ୍ଦିରର ସବୁଠାରୁ ଉଚ୍ଚ ସ୍ଥାନ ରେ ରଖିଲା।
5 Então, o diabo o levou à Cidade Santa, colocou-o sobre o pináculo do templo
6 ଶୟତାନ କହିଲା, ଯଦି ତୁମ୍ଭେ ପରମାଶ୍ବରଙ୍କ ପୁତ୍ର, ତବେେ ତଳକୁ ଡଇେଁପଡ। କାରଣ ଶାସ୍ତ୍ର ରେ ଲଖାେଅଛ:
6 e lhe disse: Se és Filho de Deus, atira-te abaixo, porque está escrito: Aos seus anjos ordenará a teu respeito que te guardem; e: Eles te susterão nas suas mãos, para não tropeçares nalguma pedra.
7 ଯୀଶୁ ତାହାକୁ ଉତ୍ତର ଦେଲେ, ଶାସ୍ତ୍ର ଏକଥା ମଧ୍ଯ କୁ ହେ:
7 Respondeu-lhe Jesus: Também está escrito:
8 ତାପରେ, ସେ ଯୀଶୁଙ୍କୁ ବହୁତ ଉଚ୍ଚ ପର୍ବତ ଉପରକୁ ନାଇଗଲା ଏବଂ ତାହାଙ୍କୁ ସଂସାରର ସମସ୍ତ ରାଜ୍ଯ ଓ ସଗେୁଡିକର ଐଶ୍ବର୍ୟ୍ଯ ଦଖାଇେଲା.
8 Levou-o ainda o diabo a um monte muito alto, mostrou-lhe todos os reinos do mundo e a glória deles
9 ଶୟତାନ ଯୀଶୁଙ୍କୁ କହିଲା, ଯଦି ତୁମ୍ଭେ ପାଦତଳେ ପଡି ମାେତେ ପ୍ରଣାମ କରିବ, ତବେେ ତୁମ୍ଭକୁ ମୁଁ ଏସବୁ ଦଇେ ଦବେି।
9 e lhe disse: Tudo isto te darei se, prostrado, me adorares.
10 ଯୀଶୁ ତାକୁ କହିଲେ, ଶୟତାନ, ମାେ ପାଖରୁ ଦୂରହୁଅ। କାରଣ ଶାସ୍ତ୍ର ରେ ଲଖାେଅଛି:
10 Então, Jesus lhe ordenou: Retira-te, Satanás, porque está escrito:
11 ତେଣୁ ଶୟତାନ ତାହାଙ୍କୁ ଛାଡି ଗ୍ଭଲିଗଲା, ଏବଂ ତା'ପରେ ସ୍ବର୍ଗଦୂତମାନେ ଆସି ତାହାଙ୍କର ଯତ୍ନ ନେଲେ।
11 Com isto, o deixou o diabo, e eis que vieram anjos e o serviram.
12 ଯୋହନ କାରାଗାର ରେ ବନ୍ଦୀ ହାଇେଥିବା ଖବର ଯୀଶୁ ଶଣିଲେ। ତେଣୁ ଯୀଶୁ ଗାଲିଲୀକୁ ଫରେିଗଲେ।
12 Ouvindo, porém, Jesus que João fora preso, retirou-se para a Galileia;
13 ଯୀଶୁ କିନ୍ତୁ ନାଜରିତ ରେ ରହିଲେ ନାହିଁ। ସେ ଗାଲିଲୀ ହ୍ରଦ କୂଳ ରେ କଫର୍ନାହୂମ ସହର ରେ ବାସ କଲେ। କଫର୍ନାହୂମ ସବୂଲୂନ ଓ ନପ୍ତାଲିର ପାଖ ଅଞ୍ଚଳ ରେ ଅବସ୍ଥିତ।
13 e, deixando Nazaré, foi morar em Cafarnaum, situada à beira-mar, nos confins de Zebulom e Naftali;
14 ଭବଷ୍ଯଦ୍ବକ୍ତା ୟିଶାଇୟଙ୍କ ମାଧ୍ଯମ ରେ ପ୍ରଭୁ ପରମେଶ୍ବର ଯାହା କହିଥିଲେ, ତାହା ପୂର୍ଣ୍ଣ ହବୋ ପାଇଁ ଯୀଶୁ ଏଭଳି କରିଥିଲେ।
14 para que se cumprisse o que fora dito por intermédio do profeta Isaías:
15 ସବୂଲୂନ ଓ ନପ୍ତାଲୀ ପ୍ରଦେଶ, ସମୁଦ୍ର ରାସ୍ତାର ନିକଟସ୍ଥ ୟର୍ଦ୍ଦନ ନଦୀର ପରପାରିସ୍ଥ ଗାଲୀଲୀର ଏକ ଅଣଯିହୂଦୀ ପ୍ରଦେଶ।
15 Terra de Zebulom, terra de Naftali, caminho do mar, além do Jordão, Galileia dos gentios!
16 ଯେଉଁଲୋକମାନେ ଅନ୍ଧାର ରେ ରହୁଥିଲେ, ସମାନେେ ଏକ ମହାନ ଜ୍ଯୋତି ଦେଖିଲେ। କବର ଭଳି ଅନ୍ଧକାରମୟ ପ୍ରଦେଶ ରେ ଯେଉଁମାନେ ରହୁଥିଲେ, ସମାନଙ୍କେ ଉପରେ ଜ୍ଯୋତିର ଉଦୟ ହେଲା।ୟିଶାଇୟ 9:1-2
16 O povo que jazia em trevas viu grande luz, e aos que viviam na região e sombra da morte resplandeceu-lhes a luz.
17 ସହେି ଦିନଠାରୁ ଯୀଶୁ ପ୍ରଗ୍ଭର କରିବା ଆରମ୍ଭ କରି ଦେଲେ। ସେ କହିଲେ, ହୃଦୟ ପରିବର୍ତ୍ତନ କର, କାରଣ ସ୍ବର୍ଗରାଜ୍ଯ ନିକଟ ହାଇଗେଲାଣି।
17 Daí por diante, passou Jesus a pregar e a dizer: Arrependei-vos, porque está próximo o reino dos céus.
18 ଯୀଶୁ ଗାଲୀଲୀ ହ୍ରଦ ପାଖ ଦଇେ ଯାଉଥିଲେ। ସେ (ପିତର ନାମ ରେ ଖ୍ଯାତ) ଶିମାନେ ଓ ତାହାଙ୍କ ଭାଇ ଆନ୍ଦ୍ରିୟଙ୍କୁ ଦାଖିଲେ। ସମାନେେ ହ୍ରଦ ରେ ଜାଲ ପକାଉଥିଲେ। ସମାନେେ, ବ୍ଯବସାୟ ରେ କେଉଟ ଥିଲେ।
18 Caminhando junto ao mar da Galileia, viu dois irmãos, Simão, chamado Pedro, e André, que lançavam as redes ao mar, porque eram pescadores.
19 ଯୀଶୁ ସମାନଙ୍କେୁ କହିଲେ, ଆସ, ମାେତେ ଅନୁସରଣ କର। ମୁଁ ତୁମ୍ଭକୁ ଏକ ଭିନ୍ନ ପ୍ରକାରର କେଉଟ କରିବି। ମାଛ ନ ଧରି ମଣିଷମାନଙ୍କୁ ତୁମ୍ଭେ ଏକତ୍ର ସଂଗ୍ରହ କରିବ।
19 E disse-lhes: Vinde após mim, e eu vos farei pescadores de homens.
20 ସମାନେେ ସଙ୍ଗେ ସଙ୍ଗେ ତାହାଙ୍କ ଜାଲ ଛାଡିଦଇେ ଯୀଶୁଙ୍କୁ ଅନୁସରଣ କଲେ।
20 Então, eles deixaram imediatamente as redes e o seguiram.
21 ଯୀଶୁ ସଠାରୁେ ଆଗକୁ ଚାଲିଲେ। ସେ ଦେଖିଲେ ଯେ ଜବଦେୀଙ୍କ ପୁଅ ଯାକୁବ ଓ ଯୋହନଙ୍କୁ ତାହାଙ୍କ ବାପାଙ୍କ ସହିତ ଡଙ୍ଗା ଉପରେ ବସି ଜାଲ ମରାମତି କରୁଛନ୍ତି। ଯୀଶୁ ସମାନଙ୍କେୁ ଡାକିଲେ।
21 Passando adiante, viu outros dois irmãos, Tiago, filho de Zebedeu, e João, seu irmão, que estavam no barco em companhia de seu pai, consertando as redes; e chamou-os.
22 ସମାନେେ ସଙ୍ଗେ ସଙ୍ଗେ ତାହାଙ୍କ ବାପାଙ୍କୁ ଓ ଡଙ୍କାକୁ ଛାଡି ଦଇେ ଯୀଶୁଙ୍କୁ ଅନୁସରଣ କଲେ.
22 Então, eles, no mesmo instante, deixando o barco e seu pai, o seguiram.
23 ଯୀଶୁ ଯୀହୂଦୀ ସମାଜଗୃହ ମାନଙ୍କ ରେ ସ୍ବର୍ଗ ରାଜ୍ଯ ରେ ସୁସମାଗ୍ଭର ପ୍ରଗ୍ଭର କରି ଓ ଲୋକଙ୍କର ସମସ୍ତ ପ୍ରକାର ରୋଗ ଓ ପୀଡା ଦୂରକରି ସମଗ୍ର ଗାଲିଲୀ ରାଜ୍ଯ ରେ ଭ୍ରମଣ କଲେ।
23 Percorria Jesus toda a Galileia, ensinando nas sinagogas, pregando o evangelho do reino e curando toda sorte de doenças e enfermidades entre o povo.
24 ସମଗ୍ର ସୁରିଯା ଦେଶ ରେ ତାହାଙ୍କର ସମାଗ୍ଭର ବ୍ଯାପିଗଲା। ଯେଉଁ ଲୋକମାନେ ବିଭିନ୍ନ ରୋଗ ଓ ଭୟଙ୍କର ପୀଡା ରେ ଭୋଗୁଥିଲେ, ଯାଉଁମାନଙ୍କୁ ଭୂତ କବଳିତ କରିଥିଲା, ଯେଉଁମାନେ ମୃର୍ଚ୍ଛା ରୋଗୀ ଓ ପକ୍ଷଘାତ ରୋଗୀ ଥିଲେ, ସମାନେେ ସମସ୍ତେ ଯୀଶୁଙ୍କ ପାଖକୁ ଆସିବାକୁ ଲାଗିଲେ। ଯୀଶୁ ସମାନଙ୍କେୁ ସୁସ୍ଥ କରି ଦେଲେ।
24 E a sua fama correu por toda a Síria; trouxeram-lhe, então, todos os doentes, acometidos de várias enfermidades e tormentos: endemoninhados, lunáticos e paralíticos. E ele os curou.
25 ତେଣୁ ଗାଲିଲୀ, ଦକୋପଲି, ୟିରୂଶାଲମ, ଯୀହୂଦା ଓ ୟର୍ଦ୍ଦନ ନଦୀର ଆର ପାରିର ବହୁଲୋକ ତାହାଙ୍କୁ ଅନୁସରଣ କରିବାକୁ ଲାଗିଲେ।
25 E da Galileia, Decápolis, Jerusalém, Judeia e dalém do Jordão numerosas multidões o seguiam.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Mateus 4, comparar traduções ou montar um estudo — tudo direto pelo WhatsApp.