Mateus 5
Oriya Bible (GL_ORIYA) vs ARIB
1 ଯୀଶୁଙ୍କୁ ଅନୁସରଣ କରୁଥିବା ଲୋକଙ୍କ ସଂଖ୍ଯା କ୍ରମଶଃ ବଢିବାକୁ ଲାଗିଲା। ଏହା ଦେଖି ଯୀଶୁ ଗୋଟିଏ ପାହାଡ ଉପରକୁ ଗଲେ ଏବଂ ସଠାେରେ ବସିଲେ। ତାହାଙ୍କର ଶିଷ୍ଯମାନେ ତାହାଙ୍କ ପାଖକୁ ଆସିଲେ।
1 Jesus, pois, vendo as multidões, subiu ao monte; e, tendo se assentado, aproximaram-se os seus discípulos,
2 ଏଥର ଯୀଶୁ ସମାନଙ୍କେୁ ଉପଦେଶ ଦବୋ ଆରମ୍ଭ କଲେ,
2 e ele se pôs a ensiná-los, dizendo:
3 ଆତ୍ମି ରେ ଦିନହୀନ ଲୋକମାନେ ଧନ୍ଯ, କାରଣ ସ୍ବର୍ରାଜ୍ଯ ସହେିମାନଙ୍କର।
3 Bem-aventurados os humildes de espírito, porque deles é o reino dos céus.
4 ବର୍ତ୍ତମାନ ଦୁଃଖିତ ଲୋକମାନେ ଧନ୍ଯ; କାରଣ ପରମେଶ୍ବର ସମାନଙ୍କେୁ ସାନ୍ତ୍ବନା ଦବେେ।
4 Bem-aventurados os que choram, porque eles serão consolados.
5 ନମ୍ର ଓ ସୁଶୀଳ ଲୋକମାନେ ଧନ୍ଯ; କାରଣ ଏ ପୃଥିବୀ ସହେିମାନଙ୍କର ହବେ।
5 Bem-aventurados os mansos, porque eles herdarão a terra.
6 ପରମେଶ୍ବରଙ୍କ ଇଚ୍ଛା ଅନୁସାରେ ସତ୍କର୍ମ କରିବାକୁ ଆଗ୍ରହୀ ଲୋକମାନେ ଧନ୍ଯ, କାରଣ ସମାନେେ ସଂମ୍ପୂର୍ଣ୍ଣ ତୃପ୍ତି ଲାଭ କରିବେ।
6 Bem-aventurados os que têm fome e sede de justiça porque eles serão fartos.
7 ଅନ୍ୟମାନଙ୍କୁ ଦୟା ଦଖାେଉଥିବା ଲୋକମାନେ ଧନ୍ଯ; କାରଣ ପରମେଶ୍ବର ସହେିମାନଙ୍କୁ ଦୟା କରିବେ।
7 Bem-aventurados os misericordiosos, porque eles alcançarão misericórdia.
8 ନିର୍ମଳ ହୃଦୟ ଥିବା ଲୋକମାନେ ଧନ୍ଯ; କାରଣ ସମାନେେ ପରମେଶ୍ବରଙ୍କୁ ଦେଖିବେ।
8 Bem-aventurados os limpos de coração, porque eles verão a Deus.
9 ଶାନ୍ତ ପାଇଁ କାମ କରୁଥିବା ଲୋକମାନେ ଧନ୍ଯ, କାରଣ ସମାନେେ ପରମେଶ୍ବରଙ୍କ ସନ୍ତାନ ଭାବେ ଡକାଯିବେ।
9 Bem-aventurados os pacificadores, porque eles serão chamados filhos de Deus.
10 ପରମେଶ୍ବରଙ୍କ ଇଚ୍ଛା ଅନୁସାରେ ଧର୍ମକାର୍ୟ୍ଯ କରି କଷ୍ଟ ସହୁଥିବା ଲୋକମାନେ ଧନ୍ଯ; କାରଣ ସ୍ବର୍ଗରାଜ୍ଯ ସହେିମାନଙ୍କର।
10 Bem-aventurados os que são perseguidos por causa da justiça, porque deles é o reino dos céus.
11 ତୁମ୍ଭମାନେେ ମାରେ ଅନୁଗାମୀ ହାଇେଥିବା ୟୋଗୁଁ ଲୋକେ ତୁମ୍ଭମାନଙ୍କୁ ଅପମାନ ଦବେେ, ତୁମ୍ଭମାନଙ୍କୁ ଯାତନା ଦବେେ ଓ ତୁମ୍ଭମାନଙ୍କ ବିରୁଦ୍ଧ ରେ ମିଛ ରେ ନାନା କଥା କହିବେ। କିନ୍ତୁ ତୁମ୍ଭମାନେେ ଧନ୍ଯ।
11 Bem-aventurados sois vós, quando vos injuriarem e perseguiram e, mentindo, disserem todo mal contra vós por minha causa.
12 ତେଣୁ ଖୁସି ହାଇେ ଆନନ୍ଦ କର। କାରଣ ସ୍ବର୍ଗ ରେ ତୁମ୍ଭମାନେେ ଏକ ମହତ୍ ପୁରସ୍କାର ପାଇବ। ତାମ୍ଭର ପୂର୍ବବର୍ତ୍ତୀ ଭବିଷ୍ଯଦ୍ବକ୍ତାମାନଙ୍କୁ ମଧ୍ଯ ଲୋକମାନେ ଏହି ଭଳି ଯାତନା ଦଇେଥିଲେ।
12 Alegrai-vos e exultai, porque é grande o vosso galardão nos céus; porque assim perseguiram aos profetas que foram antes de vós.
13 ତୁମ୍ଭମାନେେ ସମଗ୍ର ପୃଥିବୀ ପାଇଁ ଲୁଣ ସଦୃଶ। କିନ୍ତୁ ଲୁଣ ଯଦି ନିଦେ ସ୍ବାଦହୀନ ହାଇଯୋଏ, ତବେେ ତାକୁ ଆଉଥରେ ଲୁଣିଆ କରା ଯାଇ ନପା ରେ। ଲୁଣ ଆପଣା ଲୁଣିଆ ସ୍ବାଦ ହରାଇଲେ ଆଉ କୌଣସି କାମ ରେ ଲାଗିପାରିବ ନାହିଁ। ତାକୁ ବାହା ରେ ଫିଙ୍ଗି ଦିଆୟିବ। ଲୋକେ ତାକୁ ପାଦ ରେ ଚକଟି ଗ୍ଭଲିଯିବେ।
13 Vós sois o sal da terra; mas se o sal se tornar insípido, com que se há de restaurar-lhe o sabor? para nada mais presta, senão para ser lançado fora, e ser pisado pelos homens.
14 ତୁମ୍ଭେ ଜଗତର ଆଲୋକ। ପାହାଡ ଉପରେ ଅବସ୍ଥିତ କୌଣସି ନଗରକୁ କବେେ ହେଲେ ଲୁଚଇେ ରଖାଯାଇ ପାରିବ ନାହିଁ।
14 Vós sois a luz do mundo. Não se pode esconder uma cidade situada sobre um monte;
15 ଲୋକେ ଦୀପଟିଏ ଜଳଇେ ତାକୁ ହାଣ୍ଡି ରଖନ୍ତି ନାହିଁ। ଲୋକେ ତାକୁ ଦୀପରୂଖା ଉପରେ ରଖନ୍ତି। ତଦ୍ବାରା ଦୀପଟି ଘର ଭିତରର ସବୁ ଲୋକଙ୍କୁ ଆଲୋକ ଦିଏ।
15 nem os que acendem uma candeia a colocam debaixo do alqueire, mas no velador, e assim ilumina a todos que estão na casa.
16 ଲୋକଙ୍କ ଆଗ ରେ ତୁମ୍ଭମାନେେ ଆଲୋକ ଭଳି ପ୍ରକାଶିତ ହୁଅ। ସମାନେେ ତୁମ୍ଭର ଭଲ କାମଗୁଡିକ ଦେଖନ୍ତୁ ଓ ସ୍ବର୍ଗ ରେ ରହୁଥିବା ତୁମ୍ଭ ପରମ ପିତାଙ୍କ ପ୍ରଶଂସା ଗାନ କରନ୍ତୁ।
16 Assim resplandeça a vossa luz diante dos homens, para que vejam as vossas boas obras, e glorifiquem a vosso Pai, que está nos céus.
17 ତୁମ୍ଭମାନେେ ଭାବନାହିଁ ଯେ ମୁଁ ମାଶାଙ୍କେ ବ୍ଯବସ୍ଥା କିଅବା ଭବିଷ୍ଯଦ୍ବକ୍ତାଙ୍କ ଶିକ୍ଷା ନଷ୍ଟ କରିବାକୁ ଆସିଛି। ମୁଁ ସମାନଙ୍କେ ଉପଦେଶ ନଷ୍ଟ କରିବାକୁ ଆସିନାହିଁ। ବରଂ ମୁଁ ସମାନଙ୍କେ ଉପଦେଶଗୁଡିକର ସମ୍ପୂର୍ଣ୍ଣ ଅର୍ଥ ପ୍ରକାଶିତ କରିବାକୁ ଆସିଛି।
17 Não penseis que vim destruir a lei ou os profetas; não vim destruir, mas cumprir.
18 ମୁଁ ତୁମ୍ଭକୁ ସତ୍ଯ କହୁଛି, ଏ ପୃଥିବୀ ଓ ଆକାଶ ସମାପ୍ତ ନ ହବୋ ପର୍ୟ୍ଯନ୍ତ ଓ ସବୁ କଥା ନ ଘଟିବା ପର୍ୟ୍ଯନ୍ତ ଏହି ନିୟମରୁ ଅକ୍ଷରଟିଏ କି ବନ୍ଦୁଟିଏ ହେଲେ ମଧ୍ଯ ଲୋପ ପାଇବନାହିଁ।
18 Porque em verdade vos digo que, até que o céu e a terra passem, de modo nenhum passará da lei um só i ou um só til, até que tudo seja cumprido.
19 ଏଣୁ ଲୋକେ ପ୍ରେତ୍ୟକକ ଆଦେଶ ମାନିବା ଉଚିତ, ଏପରିକି ମହତ୍ବପୂର୍ଣ୍ଣ ଦଖାେ ଯାଉ ନଥିବା େଛାଟ ଆଦେଶଟିଏ ମଧ୍ଯ ମାନିବା ଉଚିତ। ଯେଉଁ ଲୋକ ଆଦେଶ ପାଳିବାକୁ ମନାକରେ ଓ ଅନ୍ୟ ଲୋକଙ୍କୁ ଆଦେଶ ନ ପାଳିବାକୁ ମନ୍ତ୍ରଣା ଦିଏ, ସେ ସ୍ବର୍ଗ ରାଜ୍ଯ ରେ ଅତି ନ୍ଯୁନ ବୋଲି ଗଣିତ ହବୋ କିନ୍ତୁ ଯେଉଁଲୋକ ସେ ବ୍ଯବସ୍ଥା ମାନେ ଓ ଅନ୍ୟକୁ ମାନି ଚଳିବାକୁ ଶିଖାଏ, ସେ ସ୍ବର୍ଗ ରାଜ୍ଯ ରେ ମହାନ୍ ହବେ।
19 Qualquer, pois, que violar um destes mandamentos, por menor que seja, e assim ensinar aos homens, será chamado o menor no reino dos céus; aquele, porém, que os cumprir e ensinar será chamado grande no reino dos céus.
20 ମୁଁ ତୁମ୍ଭକୁ କହୁଛି ଯେ, ପରମେଶ୍ବରଙ୍କ ଇଚ୍ଛା ଅନୁସାରେ ଆଚରଣ କରି ତୁମ୍ଭମାନେେ ଧର୍ମ ଶାସ୍ତ୍ରୀ ଓ ଫାରୂଶୀ ମାନଙ୍କଠାରୁ ଆଗଇେ ଯାଅ। ତା ନ ହେଲେ ତୁମ୍ଭେ ସ୍ବର୍ଗ ରାଜ୍ଯ ରେ ପ୍ରବେଶ କରିପାପିବ ନାହିଁ।
20 Pois eu vos digo que, se a vossa justiça não exceder a dos escribas e fariseus, de modo nenhum entrareis no reino dos céus.
21 ତୁମ୍ଭମାନେେ ଶୁଣିଛ ଯେ, ଆମ୍ଭର ପୂର୍ବପୁରୁଷମାନଙ୍କୁ କୁହାୟାଇଥିଲା: 'ନରହତ୍ଯା କର ନାହିଁ। ଯେଉଁଲୋକ ନରହତ୍ଯା କରେ, ସେ ବିଗ୍ଭରସ୍ଥାନ ରେ ବିଗ୍ଭରିତ ହବେ।'
21 Ouvistes que foi dito aos antigos: Não matarás; e, Quem matar será réu de juízo.
22 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ତୁମ୍ଭମାନେେ ଅନ୍ୟ
22 Eu, porém, vos digo que todo aquele que se encolerizar contra seu irmão, será réu de juízo; e quem disser a seu irmão: Raca, será réu diante do sinédrio; e quem lhe disser: Tolo, será réu do fogo do inferno.
23 ଯେତବେେଳେ ତୁମ୍ଭମାନେେ ପରମେଶ୍ବରଙ୍କ ନିକଟକୁ ତୁମ୍ଭମାନଙ୍କର ନବୈେଦ୍ଯ ଦାନ ଆଣ, ସେତବେେଳେ ଅନ୍ୟ ଲୋକମାନଙ୍କ ବିଷୟ ଚିନ୍ତା କର। ଯଦି ବଦେୀ ଉପରେ ପରମେଶ୍ବରଙ୍କୁ ନବୈେଦ୍ଯ ଦାନ ଦବୋ ବେଳେ ତୁମ୍ଭର ମନେ ପଡିଯାଏ ଯେ, ତୁମ୍ଭ ବିରୁଦ୍ଧ ରେ କାହାର କିଛି କଥା ଅଛି,
23 Portanto, se estiveres apresentando a tua oferta no altar, e aí te lembrares de que teu irmão tem alguma coisa contra ti,
24 ତବେେ ତୁମ୍ଭର ନବୈେଦ୍ଯ ଦାନ ସହେିଠା ରେ ଛାଡି ଦଇେ ସହେି ଲୋକଟି ପାଖକୁ ଯାଅ ଏବଂ ତା ସହିତ ଶାନ୍ତି ସ୍ଥାପନ କିର, ତା'ପରେ ଆସି ତୁମ୍ଭର ନବୈେଦ୍ଯ ଦାନ ଅର୍ପଣ କର।
24 deixa ali diante do altar a tua oferta, e vai conciliar-te primeiro com teu irmão, e depois vem apresentar a tua oferta.
25 ଯଦି ତୁମ୍ଭର ଶତୃ ତୁମ୍ଭକୁ ବିଗ୍ଭରାଳୟକୁ ନଇେ ଯାଉଅଛି ତବେେ ବିଗ୍ଭରାଳୟ ୟିବା ପୂର୍ବରୁ ତା' ସହିତ ଶୀଘ୍ର ବନ୍ଧୁତା ସ୍ଥାପନ କର। ନଚତେ ତୁମ୍ଭର ଶତୃ ବିଗ୍ଭରପତିଙ୍କ ହାତ ରେ ଦଇଦେବ ଓ ଶଷେ ରେ ବିଗ୍ଭରପତି ତୁମ୍ଭକୁ ସିପାହୀ ହାତ ରେ ଦବେେ, ତା'ପରେ ତୁମ୍ଭେ କାରାଗାର ରେ ବନ୍ଦୀ ହାଇେ ୟିବ।
25 Concilia-te depressa com o teu adversário, enquanto estás no caminho com ele; para que não aconteça que o adversário te entregue ao guarda, e sejas lançado na prisão.
26 ମୁଁ ତୁମ୍ଭକୁ ସତ୍ଯ କହୁଛି, ଯେଉଁ ପର୍ୟ୍ଯନ୍ତ ତୁମ୍ଭେ ପାହୁଲା-ପାହୁଲା କରି ନ ଶୁଝିଛ, ସେ ପର୍ୟ୍ଯନ୍ତ କାରାଗାର ଭିତରୁ ବାହାରି ଆସି ପାରିବ ନାହିଁ ।
26 Em verdade te digo que de maneira nenhuma sairás dali enquanto não pagares o último ceitil.
27 ତୁମ୍ଭମାନେେ ଏ କଥା କୁହା ଯାଇଥିବାର ଶୁଣିଛ ଯେ, 'ବ୍ଯଭିଗ୍ଭର କରନାହିଁ।'
27 Ouvistes que foi dito: Não adulterarás.
28 କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ, ଯଦି କହେି ଲୋକ କୌଣସି ସ୍ତ୍ରୀକୁ ଦେଖେ ଓ ତା ସହିତ ବ୍ଯଭିଗ୍ଭର କରିବା ପାଇଁ ଗ୍ଭ ହେଁ, ତବେେ ସେ ନିଜ ମନ ଭତ ରେ ସହେି ସ୍ତ୍ରୀ ସହିତ ବ୍ଯଭିଗ୍ଭର କରି ସାରିଲାଣି।
28 Eu, porém, vos digo que todo aquele que olhar para uma mulher para a cobiçar, já em seu coração cometeu adultério com ela.
29 ଯଦି ତୁମ୍ଭର ଡାହାଣ ଆଖି ତୁମ୍ଭର ପାପର
29 Se o teu olho direito te faz tropeçar, arranca-o e lança-o de ti; pois te é melhor que se perca um dos teus membros do que seja todo o teu corpo lançado no inferno.
30 ଯଦି ତୁମ୍ଭର ଡାହାଣ ହାତଟି ତୁମ୍ଭ ପାପର କାରଣ ହୁଏ, ତାକୁ କାଟି ଫିଙ୍ଗି ଦିଅ। କାରଣ ତୁମ୍ଭର ସମ୍ପୂର୍ଣ୍ଣ ଶରୀର ନର୍କ ରେ ପଡିବା ଅପେକ୍ଷା ଶରୀରର ଗୋଟିଏ ଅଙ୍ଗ ନଷ୍ଟ ହାଇଯେିବା ଭଲ।
30 E, se a tua mão direita te faz tropeçar, corta-a e lança-a de ti; pois te é melhor que se perca um dos teus membros do que vá todo o teu corpo para o inferno.
31 ଏକଥା ମଧ୍ଯ କୁହାୟାଇଛି ଯେ, ' ଯେଉଁ ଲୋକ ତାର ପତ୍ନୀକୁ ଛାଡପତ୍ର ଦିଏ, ସେ ତା ପତ୍ନୀକୁ ଛାଡପତ୍ର ପାଇଁ ଲିଖିତ ରୁପରେ ଗୋଟିଏ ସୂଚନା ଦବେ।'
31 Também foi dito: Quem repudiar sua mulher, dê-lhe carta de divórcio.
32 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ଯଦି କହେି ନିଜର ପତ୍ନୀକୁ ଛାଡପତ୍ର ଦିଏ, ସେ ତାହାକୁ ବ୍ଯଭିଗ୍ଭର ଦୋଷ ରେ ଦୋଷୀ କରିଥାଏ। ଯଦି ତାହାର ପତ୍ନୀ ଅନ୍ୟ ବ୍ଯକ୍ତି ସହିତ ୟୌନ ସଂପର୍କ ରଖିଥାଏ, ତବେେ କବଳେ ସେ ତାହାକୁ ଛାଡପତ୍ର ଦଇେ ପାରିବ। ଯଦି କୌଣସି ଲୋକ ଛାଡପତ୍ର ପାଇଥିବା ସହେି ପତ୍ନୀକୁ ବିବାହ କରେ ତବେେ ସେ ମଧ୍ଯ ବ୍ଯଭିଗ୍ଭର ପାପରେ ଦୋଷୀ ହୁଏ।
32 Eu, porém, vos digo que todo aquele que repudia sua mulher, a não ser por causa de infidelidade, a faz adúltera; e quem casar com a repudiada, comete adultério.
33 ଏକଥା ତୁମ୍ଭେ ଶୁଣିଛ ଯେ ଆମ୍ଭର ପୂର୍ବପୁରୁଷମାନଙ୍କୁ କୁହାୟାଇ ଥିଲା: 'ତୁମ୍ଭମାନେେ କରିଥିବା ପ୍ରତିଜ୍ଞା କବେେ ହେଲେ ଭାଙ୍ଗ ନାହିଁ ଓ ପ୍ରଭୁଙ୍କ ଉଦ୍ଦେଶ୍ଯ ରେ ସହେି ସବୁ ପାଳନ କର।'
33 Outrossim, ouvistes que foi dito aos antigos: Não jurarás falso, mas cumprirás para com o Senhor os teus juramentos.
34 କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ, ଆଦୌ ପ୍ରତିଜ୍ଞା କରନାହିଁ। ସ୍ବର୍ଗର ନାମ ରେ ପ୍ରତିଜ୍ଞା କର ନାହିଁ, କାରଣ ତାହା ପରମେଶ୍ବରଙ୍କ ସିଂହାସନ।
34 Eu, porém, vos digo que de maneira nenhuma jureis; nem pelo céu, porque é o trono de Deus;
35 ପୃଥିବୀ ନାମ ରେ ପ୍ରତିଜ୍ଞା ନିଅନାହିଁ। କାରଣ ତାହା ପରମେଶ୍ବରଙ୍କର ପାଦ ପୀଠ। ୟିରୂଶାଲମ ନାମ ରେ ପ୍ରତିଜ୍ଞା ନିଅ ନାହିଁ। କାରଣ ତାହା ପରମେଶ୍ବରଙ୍କ ନଗରୀ।
35 nem pela terra, porque é o escabelo de seus pés; nem por Jerusalém, porque é a cidade do grande Rei;
36 ନିଜ ମୁଣ୍ଡ ଛୁଇଁ ପ୍ରତିଜ୍ଞା ନିଅ ନାହିଁ, କାରଣ ତା'ର ଗୋଟିଏ ବାଳକୁ ବି ତୁମ୍ଭେ କଳା ବା ଧଳା କରି ପାରିବନାହିଁ।
36 nem jures pela tua cabeça, porque não podes tornar um só cabelo branco ou preto.
37 ଯଦି ତୁମ୍ଭେ ଠିକ୍ ମନେ କରୁଛ ତବେେ ହଁ କୁହ ଏବଂ ତୁମ୍ଭେ ଯଦି ଭୁଲ ବୋଲି ମନେ କରୁଛ ତବେେ ନା କୁହ। 'ହଁ' ବା 'ନାଁ' ଠାରୁ ଅଧିକା ବିଷୟ ପାପାତ୍ମା ଠାରୁ ଆସିଥାଏ।
37 Seja, porém, o vosso falar: Sim, sim; não, não; pois o que passa daí, vem do Maligno.
38 ତୁମ୍ଭେ ଶୁଣିଛ ଯେ ଏକଥା କୁହା ଯାଇଛି: 'ଆଖି ବଦଳ ରେ ଆଖି ଓ ଦାନ୍ତ ବଦଳ ରେ ଦାନ୍ତ।'
38 Ouvistes que foi dito: Olho por olho, e dente por dente.
39 କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ କୌଣସି ମନ୍ଦ ଲୋକର ବିରୁଦ୍ଧ ରେ ଠିଆ ହୁଅନାହିଁ। ବରଂ ଯଦି କହେି ତୁମ୍ଭର ଡାହାଣ ଗାଲ ରେ ଗ୍ଭପୁଡାଟିଏ ମା ରେ ତବେେ ତୁମ୍ଭେ ତା ଆଡକୁ ଆର ଗାଲଟି ମଧ୍ଯ ଦେଖଇେ ଦିଅ।
39 Eu, porém, vos digo que não resistais ao homem mau; mas a qualquer que te bater na face direita, oferece-lhe também a outra;
40 ଯଦି କହେି ତୁମ୍ଭ ବିରୁଦ୍ଧ ରେ ବିଗ୍ଭରାଳୟ ରେ ମକଦ୍ଦମା କରି ତୁମ୍ଭର କୁର୍ତ୍ତାଟି ନବୋକୁ ଇଚ୍ଛା କରେ, ତବେେ ତୁମ୍ଭେ ତାକୁ ତୁମ୍ଭର ଗ୍ଭଦରଟି ମଧ୍ଯ ଦଇେ ଦିଅ।
40 e ao que quiser pleitear contigo, e tirar-te a túnica, larga-lhe também a capa;
41 ଯଦି କହେି ତୁମ୍ଭକୁ ତା ସହିତ ଗୋଟିଏ କୋଶ ଗ୍ଭଲିବାକୁ ବାଧ୍ଯ କରେ ତବେେ ତୁମ୍ଭେ ତା ସହିତ ଦୁଇ କୋଶ ଗ୍ଭଲି ଯାଅ।
41 e, se qualquer te obrigar a caminhar mil passos, vai com ele dois mil.
42 ଯଦି କହେି ତୁମ୍ଭକୁ କିଛି ମାଗେ, ତବେେ ତାହା ତାହାକୁ ଦିଅ। କହେି ଯଦି ତୁମ୍ଭଠାରୁ ଧାର ନବୋକୁ ଇଚ୍ଛାକରେ, ତବେେ ତା ହକେୁ ମନା କରନାହିଁ।
42 Dá a quem te pedir, e não voltes as costas ao que quiser que lhe emprestes.
43 ତୁମ୍ଭେ ଶୁଣିଛ ଯେ ଏକଥା କୁହା ଯାଇଛି: 'ତୁମ୍ଭର ପଡ଼ୋଶୀଙ୍କୁ ପ୍ ରମେ କର ଓ ଶତୃମାନଙ୍କୁ ଘୃଣା କର।'
43 Ouvistes que foi dito: Amarás ao teu próximo, e odiarás ao teu inimigo.
44 କିନ୍ତୁ ମୁଁ କହୁଛି: ତୁମ୍ଭେ ତୁମ୍ଭର ଶତୃକୁ ମଧ୍ଯ ପ୍ ରମେ କର। ତୁମ୍ଭକୁ ଯାତନା ଦେଉଥିବା ଲୋକମାନଙ୍କ ପାଇଁ ପାର୍ଥନା କର।
44 Eu, porém, vos digo: Amai aos vossos inimigos, e orai pelos que vos perseguem;
45 ତା ହେଲେ ତୁମ୍ଭେ ସ୍ବର୍ଗ ରେ ରହୁଥିବା ପରମପିତାଙ୍କ ଯଥାର୍ଥ ସନ୍ତାନ ହାଇେ ପାରିବ। ପରମପିତା, ଭଲ ଲୋକ ଓ ମନ୍ଦ ଲୋକ ଉଭୟଙ୍କ ଉପରେ ତାହାଙ୍କ ସୂର୍ୟ୍ଯଙ୍କୁ ଉଦିତ କରାନ୍ତି। ସେ ଭଲ କାମ କରୁଥିବା ଲୋକ ଓ ମନ୍ଦ କାମ କରୁଥିବା ଲୋକ, ଉଭୟଙ୍କ ଉପରେ ବର୍ଷା ବର୍ଷାନ୍ତି।
45 para que vos torneis filhos do vosso Pai que está nos céus; porque ele faz nascer o seu sol sobre maus e bons, e faz chover sobre justos e injustos.
46 ଯେଉଁମାନେ ତୁମ୍ଭକୁ ପ୍ ରମେ କରୁଛନ୍ତି, ତୁମ୍ଭେ ଯଦି କବଳେ ସହେିମାନଙ୍କୁ ପ୍ ରମେ କରିବ ତବେେ ତୁମ୍ଭମାନେେ କୌଣସି ପୁରସ୍କାର ପାଇବନାହିଁ? ଏପରିକି କରଆଦାୟକାରୀ ମାନେ ମଧ୍ଯ ଏହା କରନ୍ତି?
46 Pois, se amardes aos que vos amam, que recompensa tereis? não fazem os publicanos também o mesmo?
47 ଯଦି ତୁମ୍ଭେ କବଳେ ନିଜ ଭାଇ- ବନ୍ଧୁମାନଙ୍କୁ ନମସ୍କାର କର ତବେେ ତୁମ୍ଭେ ଅନ୍ୟମାନଙ୍କଠାରୁ କ'ଣ ଅଧିକ କଲ? ବିଧର୍ମୀମାନେ କ'ଣ ଏଭଳି କରନ୍ତି ନାହିଁ କି?
47 E, se saudardes somente os vossos irmãos, que fazeis demais? não fazem os gentios também o mesmo?
48 ଏଣୁ ସ୍ବର୍ଗ ରେ ରହୁଥିବା ତୁମ୍ଭର ପରମପିତା ଯେପରି ସିଦ୍ଧ, ତୁମ୍ଭମାନେେ ମଧ୍ଯ ସହେିପରି ସିଦ୍ଧ ହୁଅ।
48 Sede vós, pois, perfeitos, como é perfeito o vosso Pai celestial.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Mateus 5, comparar traduções ou montar um estudo — tudo direto pelo WhatsApp.