Mateus 9

Oriya Bible (GL_ORIYA) vs NTLH

Sair da comparação
NTLH Nova Tradução na Linguagem de Hoje 2000
1 ଯୀଶୁ ନେ ୗକା ରେ ବସି ହ୍ରଦର ଆର ପଟେ ଥିବା ନିଜ ନଗରକୁ ଫରେିଗଲେ।
1 Jesus entrou num barco, voltou para o lado oeste do lago e chegou à sua cidade .
2 କେତକେ ଲୋକ ଜଣେ ପକ୍ଷାଘାତ ରୋଗୀକୁ ଯୀଶୁଙ୍କ ପାଖକୁ ଆଣିଲେ। ସେ ରୋଗୀଟି ଶୟେ ରେ ଶାଇେଥିଲା। ଯୀଶୁ ସହେି ଲୋକମାନଙ୍କର ଗଭୀର ବିଶ୍ବାସ ଥିବାର ଦେଖିଲେ। ସେ ପକ୍ଷାଘାତ ରୋଗୀକୁ କହିଲେ, ହେ ୟୁବକ! ସାହସ ରଖ। ତୁମ୍ଭର ସବୁ ପାପ କ୍ଷମା କରାଗଲା।
2 Então algumas pessoas trouxeram um paralítico deitado numa cama. Jesus viu que eles tinham fé e disse ao paralítico:
3 କେତକେ ଯିହୂଦୀ ଧର୍ମଶାସ୍ତ୍ରୀ ଏହା ଶୁଣିଲେ। ସମାନେେ ନିଜ ନିଜ ଭିତ ରେ କୁହାକୁହି ହେଲେ, ଏ ଲୋକଟି ଏମିତି କଥା କହୁଛି, ସତେ ଯେପରି ସେ ନିଜେ ପରମେଶ୍ବର। ଏହାଦ୍ବାରା ସେ ପରମେଶ୍ବରଙ୍କ ନିନ୍ଦା କରୁଛି।
3 Aí alguns mestres da Lei começaram a pensar: — Este homem está
4 ସମାନେେ ଯାହା ଭାବୁଥିଲେ, ଯୀଶୁ ତାହା ଜାଣି ପାରିଲେ। ତେଣୁ ସେ କହିଲେ, ତୁମ୍ଭମାନେେ ମନ ଭିତ ରେ ମନ୍ଦ ଭାବନା କାହିଁକି ଆଣୁଛ?
4 Porém Jesus sabia o que eles estavam pensando e disse:
5 ଏହି ପକ୍ଷାଘାତ ରୋଗୀଟିକୁ କେଉଁ ବିଷୟଟି କହିବା ଅଧିକ ସହଜ ହବେ: 'ତୁମ୍ଭର ପାପ କ୍ଷମା କରି ଦିଆଗଲା' ନା 'ଉଠ, ଚାଲିବା ଆରମ୍ଭ କର'?
5 O que é mais fácil dizer ao paralítico: “Os seus pecados estão perdoados” ou “Levante-se e ande”?
6 ମୁଁ ତୁମ୍ଭକୁ ଦେଖଇେ ଦବେି ଯେ, ଏ ଜଗତ ରେ ମନୁଷ୍ଯ ପୁତ୍ରଙ୍କର ପାପ କ୍ଷମା କରିଦବୋର ଶକ୍ତି ଅଛି। ତା'ପରେ ଯୀଶୁ ସହେି ପକ୍ଷାଘାତ ରୋଗୀଟିକୁ କହିଲେ, ଉଠ, ତୁମ୍ଭର ବିଛଣା ଧରି ଘରକୁ ଯାଅ।'
6 Pois vou mostrar a vocês que eu, o Então disse ao paralítico:
7 ପକ୍ଷାଘାତ ରୋଗୀଟି ଉଠି ଘରକୁ ଚାଲିଗଲା।
7 O homem se levantou e foi para casa.
8 ଜମା ହାଇେଥିବା ଲୋକେ ଏ କଥା ଦେଖି ଆଶ୍ଚର୍ୟ୍ଯ ହାଇଗେଲେ। ପରମେଶ୍ବର ଜଣେ ମଣିଷକୁ ଏପରି ଶକ୍ତି ଦଇେଥିବାରୁ ସମାନେେ ପରମେଶ୍ବରଙ୍କର ମହିମା ଗାନ କଲେ।
8 Quando o povo viu isso, ficou com medo e louvou a Deus por dar esse poder a seres humanos.
9 ଯୀଶୁ ସଠାରୁେ ଯାଉଯାଉ ଦେଖିଲେ ଯେ କର ଆଦାୟ କନ୍େଦ୍ର ରେ ଜଣେ ଲୋକ ବସିଛନ୍ତି। ତାହାଙ୍କ ନାମ ଥିଲା ମାଥିଉ। ଯୀଶୁ ତାହାଙ୍କୁ କହିଲେ, ମାରେ ଅନୁସରଣ କର। ମାଥିଉ ଉଠି ଯୀଶୁଙ୍କର ଅନୁଗମନ କଲେ।
9 Jesus saiu dali e, no caminho, viu um cobrador de impostos, chamado Mateus, sentado no lugar onde os impostos eram pagos. Jesus lhe disse: Mateus se levantou e foi com ele.
10 ଯୀଶୁ ମାଥିଉଙ୍କ ଘ ରେ ଖାଉଥିଲେ। ସେ ଖାଇବା ବେଳେ ଅନକେ କର ଆଦାୟକାରୀ ଓ ଅନ୍ୟ ପାପୀମାନେ ସଠାେରେ ପହଁଞ୍ଚିଲେ। ସମାନେେ ଯୀଶୁ ଓ ତାହାଙ୍କ ଅନୁଗାମୀମାନଙ୍କ ସହ ଖାଇଲେ।
10 Mais tarde, enquanto Jesus estava jantando na casa de Mateus, muitos cobradores de impostos e outras pessoas de má fama chegaram e sentaram-se à mesa com Jesus e os seus discípulos.
11 ଫାରୂଶୀମାନେ ଏହା ଦେଖି ଯୀଶୁଙ୍କ ଅନୁଗାମୀମାନଙ୍କୁ ପଚାରିଲେ, ତୁମ୍ଭର ଗୁରୁ କର ଆଦାୟକାରୀ ଓ ପାପୀମାନଙ୍କ ସହିତ କାହିଁକି ଖାଉଛନ୍ତି?
11 Alguns fariseus viram isso e perguntaram aos discípulos: — Por que é que o mestre de vocês come com os cobradores de impostos e com outras pessoas de má fama?
12 ଫାରୂଶୀମାନଙ୍କ କଥା ଶୁଣି ଯୀଶୁ କହିଲେ, ଜଣେ ସୁସ୍ଥ ଲୋକ ପାଇଁ ଡାକ୍ତର ଆବଶ୍ଯକ ନାହିଁ, କିନ୍ତୁ ଜଣେ ରୋଗୀ ପାଇଁ ଡାକ୍ତର ଦରକାର।
12 Jesus ouviu a pergunta e respondeu:
13 ମୁଁ ତୁମ୍ଭକୁ ଗୋଟିଏ କଥା କହିବି। ତୁମ୍ଭେ ଯାଇ ବୁଝ ଯେ ଏହି ଶାସ୍ତ୍ର ବାକ୍ଯର ଅର୍ଥ କ'ଣ: 'ମୁଁ ପଶୁବଧ ଚା ହେଁ ନାହିଁ। ମୁଁ ଲୋକମାନଙ୍କ ଭିତ ରେ ଦୟାଭାବ ଗ୍ଭ ହେଁ।' ମୁଁ ଧାର୍ମିକ ଲୋକଙ୍କୁ ଡାକିବାକୁ ଆସି ନାହିଁ। ମୁଁ ପାପୀ ଲୋକଙ୍କୁ ଡାକିବାକୁ ଆସିଛି।
13 Vão e procurem entender o que quer dizer este trecho das
14 ଯୋହନଙ୍କ ଶିଷ୍ଯମାନେ ଯୀଶୁଙ୍କ ପାଖକୁ ଆସିଲେ। ସମାନେେ ଯୀଶୁଙ୍କୁ ପଚାରିଲେ, ଆମ୍ଭେ ଓ ଫାରୂଶୀମାନେ ଅଧିକାଂଶ ସମୟରେ ଉପବାସ କରୁଛୁ। କିନ୍ତୁ ଆପଣଙ୍କ ଶିଷ୍ଯମାନେ ଉପବାସ କରନ୍ତି ନାହିଁ କାହିଁକି?
14 Então os discípulos de João Batista chegaram perto de Jesus e perguntaram: — Por que é que nós e os
15 ଯୀଶୁ ସମାନଙ୍କେୁ କହିଲେ, ବର ଯେପର୍ୟ୍ଯନ୍େତ ବରଯାତ୍ରୀମାନଙ୍କ ସହିତ ଥିବ, ସେ ପର୍ୟ୍ଯନ୍ତ ବରଯାତ୍ରୀମାନେ ଦୁଃଖ କରିବେ କି? କିନ୍ତୁ ଦିନ ଆସିବ ବରକୁ ତାହାଙ୍କଠାରୁ ଛଡଇେ ନିଆୟିବ। ସେତବେେଳେ ବରଯାତ୍ରୀମାନେ ଦୁଃଖୀ ହବେେ। ତାପରେ ସମାନେେ ଉପବାସ କରିବେ।
15 Jesus respondeu:
16 କହେି କବେେ ପୁରିଣା ଲୁଗା କଣା ରେ ନୂଆ କନାର ତାଳି ପକାଏ ନାହିଁ। କାରଣ ନୂଆ କନା ଧୋଇବା ପୂର୍ବରୁ ଯାକି ହାଇେ ନଥାଏ। ନୂଆ କନାର ତାଳି ପକାଇ ଦେଲେ ତାହା ଯାକି ହବୋ ବଳକେୁ ପୁରୁଣା ଲୁଗାକୁ ଚାରିପଟୁ ଟାଣିଦବେ ଓ କଣାଟି ଆହୁରି ଅଧିକ ବଡ ହାଇଯେିବ।
16 — Ninguém usa um retalho de pano novo para remendar uma roupa velha; pois o remendo novo encolhe e rasga a roupa velha, aumentando o buraco.
17 ଆହୁରି ଲୋକେ ନୂଆ ଦ୍ରାକ୍ଷାରସ ପୁରୁଣା ପାତ୍ର ରେ ଢାଳନ୍ତି ନାହିଁ।
17 Ninguém põe vinho novo em
18 ଯୀଶୁ ଏ ବିଷୟ କହୁଥିବା ସମୟରେ ଯିହୂଦୀ ପ୍ରାର୍ଥନାଗୃହର ଜଣେ ଅଧ୍ଯକ୍ଷ ଆସିଲେ। ସେ ଯୀଶୁଙ୍କ ଆଗ ରେ ଆଣ୍ଠୁମାଡି ବସି ପଡଲେ ଓ କହିଲେ, ମାରେ ଝିଅ ଏବେ ମରୀଗଲା। ତୁମ୍ଭେ ଆସି ତା'ଉପରେ ହାତ ରଖି ଦିଅ। ତା' ହେଲେ ସେ ପୁଣି ବଞ୍ଚି ଉଠିବ।
18 Enquanto Jesus estava falando ao povo, um chefe religioso chegou perto dele, ajoelhou-se e disse: — A minha filha morreu agora mesmo! Venha e ponha as mãos sobre ela para que viva de novo.
19 ଯୀଶୁ ଉଠିଲେ। ସେ ଅଧ୍ଯକ୍ଷଙ୍କ ସହିତ ସଠାେକୁ ବାହାରିଲେ। ତାହାଙ୍କ ଶିଷ୍ଯମାନେ ମଧ୍ଯ ତାହାଙ୍କ ସହିତ ସଠାେକୁ ଗଲେ।
19 Então Jesus foi com ele, e os seus discípulos também foram.
20 ସଠାେରେ ଜଣେ ସ୍ତ୍ରୀ ଲୋକ ଥିଲା। ତାର ବାରବର୍ଷ ଧରି ରକ୍ତସ୍ରାବ ହେଉଥିଲା। ସେ ସ୍ତ୍ରୀ ଲୋକଟି ଯୀଶୁଙ୍କ ପଛ ପଟକୁ ଆସି ତାହାଙ୍କ ପିନ୍ଧା ବସ୍ତ୍ରର ଧାରକୁ ଛୁଇଁ ଦଲୋ।
20 Certa mulher, que fazia doze anos que estava com uma hemorragia, veio por trás de Jesus e tocou na barra da capa dele.
21 ଏହା କଲା ବେଳେ ସେ ମନେ ମନେ ଭାବୁଥିଲା, ମୁଁ ତାହାଙ୍କ ବସ୍ତ୍ର ଟିକିଏ ଛୁଇଁ ଦେଲେ ସୁସ୍ଥ ହାଇଯେିବି।
21 Pois ela pensava assim: “Se eu apenas tocar na capa dele, ficarei curada.”
22 ଯୀଶୁ ବୁଲିପଡି ତାହାକୁ ଚାହିଁଲେ। ଯୀଶୁ କହିଲେ, ଝିଅ, ସାହାସ ଧର। ତୁମ୍ଭର ବିଶ୍ବାସ ତୁମ୍ଭକୁ ସୁସ୍ଥ କରି ଦଇେଛି। ସଙ୍ଗେସଙ୍ଗେ ସେ ସ୍ତ୍ରୀ ଲୋକଟି ସୁସ୍ଥ ହାଇଗେଲା।
22 Jesus virou, viu a mulher e disse: E naquele momento a mulher ficou curada.
23 ତା'ପରେ ଯୀଶୁ ଯୀହୂଦୀ ପ୍ରାର୍ଥନାଗୃହର ଅଧ୍ଯକ୍ଷଙ୍କ ଘ ରେ ପହନ୍ଚିଲେ। ସଠାେରେ ବଂଶୀବାଦକମାନେ ସମାଧି ଜନିତ ବଂଶୀ ବଜାଉଥିଲେ। ଝିଅଟି ମରିଯାଇଥିବାରୁ ଲୋକେ କାନ୍ଦୁଥିଲେ।
23 Depois Jesus foi para a casa do chefe religioso. Quando viu os que tocavam música fúnebre e viu a multidão numa confusão geral,
24 ଯୀଶୁ ସମସ୍ତଙ୍କୁ କହିଲେ, 'ବାହାରିଯାଅ। ଝିଅଟି ମରିନାହିଁ। ସେ କବଳେ ଶାଇେ ପଡିଛି। ଏହା ଶୁଣି ଲୋକେ ଯୀଶୁଙ୍କୁ ଉପହାସ କଲେ।
24 disse: Então começaram a caçoar dele.
25 ଲୋକଙ୍କୁ ଘର ଭିତରୁ ବାହାର କରି ଦିଆୟିବା ପରେ ଯୀଶୁ ଭତରକୁ ଗଲେ। ଝିଅଟିର ହାତ ଧରିଲେ। ଝିଅଟି ଉଠି ଠିଆ ହେଲା।
25 Logo que a multidão saiu, Jesus entrou no quarto em que a menina estava, pegou-a pela mão, e ela se levantou.
26 ଏ ଖବର ସହେି ଅଞ୍ଚଳ ସାରା ବ୍ଯାପିଗଲା।
26 E a notícia a respeito disso se espalhou por toda aquela região.
27 ଯୀଶୁ ସହେି ସ୍ଥାନ ଛାଡି ଯାଉଥିବା ସମୟରେ ଦୁଇ ଜଣ ଅନ୍ଧ ଲୋକ ତାହାଙ୍କୁ ଅନୁସରଣ କଲେ। ସମାନେେ ପାଟି କରି କହୁଥିଲେ, ହେ ଦାଉଦଙ୍କ ପୁତ୍ର , ଆମ୍ଭମାନଙ୍କୁ ଦୟା କର।
27 Jesus saiu daquele lugar, e no caminho dois cegos começaram a segui-lo, gritando: —
28 ଯୀଶୁ ପୁଣି ଭିତରକୁ ଗଲେ, ଅନ୍ଧ ଦୁଇଟି ମଧ୍ଯ ତାହାଙ୍କ ସଙ୍କ ରେ ଗଲେ। ଯୀଶୁ ସମାନଙ୍କେୁ ପଚାରିଲେ, ତୁମ୍ଭେ କ'ଣ ବିଶ୍ବାସ କରୁଛ ଯେ, ମୁଁ ତୁମ୍ଭକୁ ଆଖି ଦାନ କରି ପାରିବି? ସମାନେେ ଉତ୍ତର ଦେଲେ, ହଁ, ପ୍ରଭୁ।
28 Assim que Jesus entrou em casa, os cegos chegaram perto dele. Então ele perguntou: — Sim, senhor! Nós cremos! — responderam eles.
29 ତା'ପରେ ଯୀଶୁ ସମାନଙ୍କେ ଆଖିକୁ ଛୁଇଁଲେ। ସେ କହିଲେ, ତୁମ୍ଭେ ଯେପରି ବିଶ୍ବାସ କରିଅଛ, ତୁମ୍ଭ ପ୍ରତି ସପରେି ହେଉ।
29 Jesus tocou nos olhos deles e disse:
30 ତା'ପରେ ଅନ୍ଧ ଦୁଇଜଣ ଦେଖିବାକୁ ପାଇଲେ। ଯୀଶୁ ସମାନଙ୍କେୁ ଦୃଢଭାବରେ ଚତାବେନୀ ଦଇେ କହିଲେ, ଏ ବିଷୟ ଅନ୍ୟକୁ କହିବ ନାହିଁ।
30 E os olhos deles ficaram curados. Aí Jesus ordenou com severidade:
31 କିନ୍ତୁ ଅନ୍ଧ ଦୁ ହେଁ ଓ ଖବର ସେ ଅଞ୍ଚଳ ସାରା ପ୍ରଚାର କରି ଦେଲେ।
31 Porém eles foram embora e espalharam as notícias a respeito de Jesus por toda aquela região.
32 ସେ ଅନ୍ଧ ଦୁଇଜଣ ଗଲାପରେ କେତକେ ଲୋକ ଯୀଶୁଙ୍କ ପାଖକୁ ଆଉ ଜଣେ ଲୋକକୁ ଆଣିଲେ। ସେ କଥା କହି ପିରୁ ନଥିଲା। କାରଣ ତା ଦହେ ରେ ଭୂତ ପ୍ରବେଶ କରି ରହିଥିଲା।
32 Quando eles foram embora, algumas pessoas levaram a Jesus um homem que não podia falar porque estava dominado por um demônio.
33 ଯୀଶୁ ତା' ଦହରେୁ ଭୂତକୁ ତଡି ଦେଲେ। କିଛି କହି ପାରୁ ନଥିବା ଲୋକଟି ପୁଣି ତା'ର କହିବା ଶକ୍ତି ଫରେି ପାଇଲା। ଜମା ହାଇେଥିବା ଲୋକେ ଆଶ୍ଚର୍ୟ୍ଯ ହାଇଗେଲେ। ସମାନେେ କହିଲେ, ଇଶ୍ରାଯାଲ ରେ ଏଭଳି ଘଟଣା ଘଟିବା ଆମ୍ଭେ କବେେ ହେଲେ ଦେଖି ନଥିଲୁ।
33 Logo que o demônio foi expulso, o homem começou a falar. Todos ficaram admirados e afirmavam: — Nunca vimos em Israel uma coisa assim!
34 କିନ୍ତୁ ଫାରୂଶୀମାନେ କହିଲେ, ଯୀଶୁ ଭୂତମାନଙ୍କ ମୁଖିଆଙ୍କ ସାହାୟ୍ଯ ରେ ଅନ୍ୟ ଭୂତଙ୍କୁ ତଡି ଦେଉଛନ୍ତି।
34 Mas os fariseus diziam: — O chefe dos demônios é quem dá a esse homem poder para expulsar demônios.
35 ଯୀଶୁ ନଗର-ନଗର ଓ ଗାଁ ଗାଁ ଯାତ୍ରା କରିବାକୁ ଲାଗିଲେ। ସେ ବାଟରେ ଯିହୂଦୀ ପ୍ରାର୍ଥନା ଗୃହମାନଙ୍କ ରେ ଉପଦେଶ ଦେଲେ, ଓ ପରମେଶ୍ବରଙ୍କ ରାଜ୍ଯର ସୁସମାଗ୍ଭର ପ୍ରଗ୍ଭର କଲେ। ସେ ଲୋକଙ୍କର ସବୁ ପ୍ରକାର ରୋଗ ଓ ଅସୁସ୍ଥତାକୁ ସୁସ୍ଥ କରି ଦେଲେ।
35 Jesus andava visitando todas as cidades e povoados. Ele ensinava nas sinagogas , anunciava a boa notícia sobre o Reino e curava todo tipo de enfermidades e doenças graves das pessoas.
36 ଲୋକମାନଙ୍କୁ ଦେଖି ଯୀଶୁଙ୍କ ମନ ରେ କରୁଣା ଜାତ ହେଲା। ମଷେ ପାଳକ ନଥିଲେ ମଷେ ପଲର ଅବସ୍ଥା ଯାହା ହୁଏ, ଲୋକମାନଙ୍କର ଅବସ୍ଥା ସହେିଭଳି ନିରାଶା ଓ ଅସହାୟତା ରେ ପୂର୍ଣ୍ଣଥିଲା।
36 Quando Jesus viu a multidão, ficou com muita pena daquela gente porque eles estavam aflitos e abandonados, como ovelhas sem pastor.
37 ଯୀଶୁ ତାହାଙ୍କ ଶିଷ୍ଯମାନଙ୍କୁ କହିଲେ, ଫସଲ(ଲୋକ) ବହୁତ। କିନ୍ତୁ ମୂଲିଆ ( ସବେକ) କମ୍ ଅଛନ୍ତି।
37 Então disse aos discípulos:
38 ଫସଲ ଅମଳ(ଉଦ୍ଧାର) କରିବା ପାଇଁ ଅଧିକ ମୂଲିଆ ପଠାଇବାକୁ ଫସଲର ମାଲିକ ପରମେଶ୍ବରଙ୍କ ନିକଟରେ ପ୍ରାର୍ଥନା କର।
38 Peçam ao dono da plantação que mande mais trabalhadores para fazerem a colheita.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Mateus 9, comparar traduções ou montar um estudo — tudo direto pelo WhatsApp.