Naum 2

Oriya Bible (GL_ORIYA) vs BKJ

Sair da comparação
1 କହେି ଜଣେ ତୁମ୍ଭମାନଙ୍କୁ ଛିନ୍ନଛତ୍ର କରିବାକୁ ଆସୁଛି। ତେଣୁ ତୁମ୍ଭ ସୁଦୃଢ ସ୍ଥାନଗୁଡିକୁ ଜଗ। ରାସ୍ତାଗୁଡିକ ଉପ ରେ ଦୃଷ୍ଟି ରଖ। ୟୁଦ୍ଧ ପାଇଁ ସଜ ହୁଅ ଏବଂ ନିଜର ପାରୁ ପର୍ୟ୍ଯନ୍ତ ନିଜକୁ ସଜାଗ ରଖ।
1 Aquele que está em pedaços subiu diante de tua face; guarda a tua munição, vigia o caminho, fortalece os teus lombos, e fortifica muito o teu poder.
2 ସଦାପ୍ରଭୁ ଯାକୁବର ଶାେଭା ପୂର୍ଣ୍ଣ ପ୍ରତିଷ୍ଠା କରିଛନ୍ତି, ଯାହାକି ଇଶ୍ରାୟେଲର ଶାେଭା ସଦୃଶ। ଶତୃ ସମାନଙ୍କେୁ ଧ୍ବଂସ କଲେ ଓ ସମାନଙ୍କେର ଦ୍ରାକ୍ଷାଲତା ସବୁ ନଷ୍ଟ କଲେ।
2 Pois o ­SENHOR restaurará a excelência de Jacó, assim como a excelência de Israel; porque os saqueadores os despojaram, e arruinaram os seus ramos de videira.
3 ସହେି ସୈନ୍ଯମାନଙ୍କର ମାହେରଗୁଡିକ ଲାଲ। ସମାନଙ୍କେର ପୋଷାକ ଅତି ଲାଲ। ସମାନଙ୍କେର ରଥଗୁଡିକ ୟୁଦ୍ଧ ପାଇଁ ଧାଡି ରେ ପ୍ରସ୍ତୁତ ହାଇେ ରହିଛି, ସଗେୁଡିକ ଅଗ୍ନିଶିଖା ପରି ଉଜ୍ଜ୍ବଳ ଦଖାେ ଯାଉଛି। ସମାନଙ୍କେର ବର୍ଚ୍ଛାସବୁ ଉେତ୍ତାଳିତ।
3 O escudo dos seus fortes homens serão vermelhos, os homens valorosos estarão vestidos de escarlate, as carruagens serão como tochas flamejantes no dia da sua preparação, e os pinheiros serão terrivelmente abalados.
4 ଅଶ୍ବଗ୍ଭଳିତ ରଥଗୁଡିକ ରାସ୍ତା ରେ ଧାଉଁଛନ୍ତି। ସମାନେେ ଖାେଲାଛକରେ ଏଣତେଣେେ ଭିଡ କରୁଛନ୍ତି। ସଗେୁଡିକ ମଶାଲପରି ଓ ବିଜୁଳି ପରି ଦଖାଯାେଉଛି।
4 As carruagens correrão furiosamente nas ruas, e colidirão um contra o outro nos largos caminhos; o seu aspecto será como o de tochas, e eles correrão como relâmpagos.
5 ସେ ତାଙ୍କର ଅଧିକାରୀମାନଙ୍କୁ ଆଦେଶ ଦିଅନ୍ତି। ଯେତବେେଳେ ସମାନେେ ଆଗକୁ ଗତି କରନ୍ତି, ସମାନେେ ଝୁଣ୍ଟି ପଡନ୍ତି। ସମାନେେ କାନ୍ଥ ନିକଟକୁ ୟାଆନ୍ତି ଏବଂ ସମାନଙ୍କେର ଢାଲଗୁଡିକ ଠିକ୍ କରନ୍ତି।
5 Ele recontará os seus valentes; mas tropeçarão em sua caminhada; eles se apressarão para chegar ao seu muro, e a defesa será preparada.
6 ନଦୀର ଫାଟକଗୁଡିକ ଖାେଲା ଅଛି ଏବଂ ରାଜପ୍ରାସାଦ ଭାସି ଯାଉଛି,
6 As portas dos rios se abrirão, e o palácio será dissolvido.
7 ରାଣୀ ଶତୃମାନଙ୍କ ଦ୍ବାରା ଧରା ପଡିଛନ୍ତି ଓ ଦୂରକୁ ନିଆ ହାଇେଛନ୍ତି। ଏବଂ ତାଙ୍କର ଦାସୀମାନେ ଦୁଃଖ ରେ କପୋତ ପରି କ୍ରନ୍ଦନ କରୁଛନ୍ତି। ସମାନେେ ସମାନଙ୍କେର ଦୁଃଖ ଜଣାଇବାକୁ ଛାତିକୁ ପ୍ରହାର କରୁଛନ୍ତି।
7 E Huzabe será levada cativa, conduzida para cima, e as suas servas a acompanharão, com voz como a de pombas, batendo em seus peitos.
8 ନୀନିବୀ ଏକ ପୁଷ୍କରଣୀ ସଦୃଶ ଯାହାର ଜଳ ବାହାରି ଯାଉଛି। ଲୋକମାନେ, ଦୌଡୁଛନ୍ତି ଏବଂ ତାହା ବନ୍ଦ କରିବାକୁ ଚିତ୍କାର କରୁଛନ୍ତି! କିନ୍ତୁ କହେି ମଧ୍ଯ ସମାନଙ୍କେର କ୍ରନ୍ଦନକୁ ଧ୍ଯାନ ଦେଉ ନାହାନ୍ତି।
8 Mas Nínive é como um tanque antigo de águas, porém elas agora vazarão. Parai, parai, eles clamarão; mas ninguém olhará para trás.
9 ତାଙ୍କ ପାଖ ରେ ବହୁ ଧନସମ୍ପତ୍ତି ନବୋକୁ ଅଛି। ତାଙ୍କର ରୂପା ଓ ସୁନା ନିଅ।
9 Levai a prata, levai o ouro, pois não há fim para a provisão, glória de toda a mobília agradável.
10 ବର୍ତ୍ତମାନ ନୀନିବୀ ଶୂନ୍ଯ ହାଇେ ଯାଉଛି। ସମସ୍ତ ଜିନିଷ ଲୁଣ୍ଠିତ ଓ ନଗରୀଟି ସମ୍ପୂର୍ଣ୍ଣ ଭାବରେ ଧ୍ବଂସ ହାଇେଛି। ଲୋକମାନେ ସମାନଙ୍କେର ସାହସ ହରାଇଛନ୍ତି। ସମାନଙ୍କେର ହୃଦଯ ଭୟ ରେ ବିଚଳିତ। ସମାନଙ୍କେର ଆଣ୍ଠୁ ଓ ଶରୀର ଥରୁଛି। ସମାନଙ୍କେର ମୁଖମଣ୍ତଳ ଭୟ ରେ ମଳିନ ହାଇୟୋଇଛି।
10 Ela está vazia, esgotada, e devastada; os corações derreteram-se, e os joelhos tremem; muita dor há em todos os lombos, e os rostos de todos eles se empalidecem.
11 ସହେି ସିଂହଗୁମ୍ଫା ନୀନିବୀ କେଉଁଠି? ସିଂହ ଏବଂ ସିଂହୀ ସଠାେ ରେ ବାସ କରୁଥିଲେ। ସମାନଙ୍କେର ସିଂହ ଶାବକଗୁଡିକୁ ସଠାେ ରେ ଖାଉଥିଲେ ଏବଂ ଭୟଭୀତ ନଥିଲେ।
11 Onde está a habitação dos leões, e o lugar onde alimentam-se os leõezinhos, onde passeava o leão velho, e o filhote do leão, sem haver ninguém que os fizesse ter medo?
12 ସିଂହ ନୀନିବୀର ରାଜା ତା'ର ଶାବକମାନଙ୍କୁ ଖୁଆଇବା ପାଇଁ ବହୁତ ଶିକାର କଲା ଏବଂ ସିଂହୀ ପାଇଁ ଶିକାର କଲା। ସେ ତା'ର ନୀନିବୀ ଗୁମ୍ଫାକୁ ଶିକାର ରେ ପରିପୂର୍ଣ୍ଣ କଲା! ସେ ତା'ର ଗୁମ୍ଫାକୁ ମାଂସ ରେ ପୂର୍ଣ୍ଣ କଲା।
12 O leão despedaçava o suficiente para os seus filhotes, e estrangulava para as suas leoas, e enchia as suas cavernas de presas, e os seus covis de rapina.
13 ସର୍ବଶକ୍ତିମାନ୍ ସଦାପ୍ରଭୁ ପରମେଶ୍ବର କୁହନ୍ତି, ନୀନିବୀ ଆମ୍ଭେ ତୁମ୍ଭ ବିରୁଦ୍ଧ ରେ ଅଛୁ। ଆମ୍ଭେ ତୁମ୍ଭର ରଥକୁ ଜାଳିଦବୋ ଓ ତୁମ୍ଭର 'ୟୁବକ ସିଂହମାନଙ୍କୁ' ଖଣ୍ତା ରେ ହତ୍ଯା କରିବା। ଆମ୍ଭେ ତୁମ୍ଭମାନଙ୍କର ଶିକାରକୁ ପୃଥିବୀରୁ ଲୋପ କରିଦବୋ। ଲୋକମାନେ ଆଉ କବେେ ମନ୍ଦ ଖବର ତୁମ୍ଭ ଦୂତଠାରୁ ଶୁଣିବେ ନାହିଁ।
13 Eis que estou contra ti, diz o ­SENHOR dos Exércitos, e queimarei na fumaça as suas carruagens, e a espada devorará os teus leõezinhos; eliminarei a tua presa da terra, e a voz dos teus mensageiros não será mais ouvida.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Naum 2, comparar traduções ou montar um estudo — tudo direto pelo WhatsApp.