Neemias 13

Oriya Bible (GL_ORIYA) vs ARC

Sair da comparação
ARC Almeida Revista e Corrigida 2009
1 ସହେିଦିନ ସମାନେେ ଲୋକମାନଙ୍କୁ ଜଣାଇବାକୁ ମାଶାଙ୍କେ ପୁସ୍ତକରୁ ପାଠ କଲେ। ପୁଣି ତହିଁ ମଧିଅରେ ଲିଖିତ ଏହି କଥା ମିଳିଲା, ଯେ ଅେମ୍ମାନୀୟ ଓ ମାୟୋବୀଯ ଲୋକ କବେେ ପରମେଶ୍ବରଙ୍କ ସଭା ରେ ପ୍ରବେଶ କରିବେ ନାହିଁ।
1 Naquele dia, leu-se no livro de Moisés aos ouvidos do povo; e achou-se escrito nele que os amonitas e os moabitas não entrassem jamais na congregação de Deus,
2 କାରଣ ସମାନେେ ଅନ୍ନଜଳ ନଇେ ଇଶ୍ରାୟେଲ ସନ୍ତାନଗଣଙ୍କୁ ଭଟେିଲେ ନାହିଁ। କିନ୍ତୁ ଇଶ୍ରାୟେଲୀୟମାନଙ୍କୁ ଅଭିଶାପ ଦବୋ ପାଇଁ ସମାନେେ ବିଲିଯମକୁ ପାଉଣା ଦେଲେ। ତଥାପି ଆମ୍ଭମାନଙ୍କ ପରମେଶ୍ବର ସହେି ଅଭିଶାପକୁ ଆଶୀର୍ବାଦ ରେ ପରିଣତ କଲେ।
2 porquanto não tinham saído ao encontro dos filhos de Israel com pão e água; antes, assalariaram contra eles a Balaão para os amaldiçoar, ainda que o nosso Deus converteu a maldição em bênção.
3 ସେତବେେଳେ ସମାନେେ ଏହି ବ୍ଯବସ୍ଥା ଶୁଣି ଇଶ୍ରାୟେଲ ମଧ୍ଯରୁ ସମଗ୍ର ମିଶ୍ରିତ ଜନତାକୁ ପୃଥକ କଲେ।
3 Sucedeu, pois, que, ouvindo eles esta lei, apartaram de Israel toda mistura.
4 ଏଥି ପୂର୍ବରୁ ଆମ୍ଭମାନଙ୍କ ପରମେଶ୍ବରଙ୍କ ମନ୍ଦିରସ୍ଥିତ କଠାେରୀ ସବୁର ଦାଯିତ୍ବ, ଇଲିଯାଶୀବ୍କୁ ଦିଆଗଲା। ଇଲିଯାଶୀବ୍ ଯାଜକ ଟୋବିୟର କୁଟୁମ୍ବ ଥିଲା।
4 Ora, antes disso, Eliasibe, sacerdote, que presidia sobre a câmara da Casa do nosso Deus, se tinha aparentado com Tobias;
5 ତେଣୁ ସେ ତାକୁ ଏକ ବଡ କଠାେରୀ ଦଲୋ। ସହେି କଠାେରୀକୁ ପୂର୍ବେ ଲୋକମାନେ ସହେି ସ୍ଥାନ ରେ ଶସ୍ଯ ନବୈେଦ୍ଯ, ସୁଗନ୍ଧ ଏବଂ ଅନ୍ଯାନ୍ଯ ସାମଗ୍ରୀ, ଲବେୀୟ ଓ ଗାଯକ ଓ ଦ୍ବାରପାଳମାନଙ୍କ ନିମନ୍ତେ ଶସ୍ଯ, ଦ୍ରାକ୍ଷାରସ ଓ ତୈଲର ଦଶମାଂଶ, ଆଉ ଯାଜକମାନଙ୍କ ନିମନ୍ତେ ଉପହାର ରଖିବା ରେ ବ୍ଯବହୃତ ହେଉଥିଲା।
5 e fizera-lhe uma câmara grande, onde dantes se metiam as ofertas de manjares, o incenso, os utensílios e os dízimos do grão, do mosto e do azeite, que se ordenaram para os levitas, e cantores, e porteiros, como também a oferta alçada para os sacerdotes.
6 ମୁଁ ଏସବୁ ସମୟରେ ୟିରୁଶାଲମ ରେ ନଥିଲି, କାରଣ ବାବିଲର ଅର୍ତ୍ତକ୍ଷସ୍ତ ରାଜାର ଅଧିକାରର ବତିଶ ବର୍ଷ ରେ ମୁଁ ରାଜାଙ୍କ ନିକଟକୁ ଗଲି ଓ କେତକେ ଦିନ ପରେ ରାଜାଙ୍କୁ ବିଦାଯ ମାଗିଲି।
6 Mas, durante tudo isso, não estava eu em Jerusalém, porque, no ano trinta e dois de Artaxerxes, rei de Babilônia, vim eu ter com o rei; mas, ao cabo de alguns dias, tornei a alcançar licença do rei.
7 ଏହାପରେ ମୁଁ ୟିରୁଶାଲମକୁ ଫରେି ଆସିଲି ଏବଂ ଇଲିଯାଶୀବ୍, ଟୋବିୟ ନିମନ୍ତେ ପରମେଶ୍ବରଙ୍କ ମନ୍ଦିରର ପ୍ରାଙ୍ଗଣ ରେ ଏକ କଠାେରୀ ପ୍ରସ୍ତୁତ କରି ଯେଉଁ ମନ୍ଦକର୍ମ କରିଥିଲା ତାହା ବିଷଯ ରେ ଶୁଣିଲି।
7 E vim a Jerusalém e compreendi o mal que Eliasibe fizera para beneficiar a Tobias, fazendo-lhe uma câmara nos pátios da Casa de Deus,
8 ଏହା ମାେତେ ବ୍ଯତିବ୍ଯସ୍ତ କଲା, ଏଣୁ ମୁଁ ସହେି କଠାେରୀରୁ ଟୋବିୟର ସମସ୍ତ ଗୃହ ସାମଗ୍ରୀ ବାହାର କରି ପକାଇ ଦଲେି।
8 o que muito me desagradou; de sorte que lancei todos os móveis da casa de Tobias fora da câmara.
9 ଏହାପରେ ମୁଁ ଆଜ୍ଞା କରିବାରୁ, ସମାନେେ କଠାେରୀସବୁକୁ ଶୁଚିକଲେ। ତବେେ ମୁଁ ସଠାେକୁ ପୁନର୍ବାର ପରମେଶ୍ବରଙ୍କ ଗୃହର ପାତ୍ରାଦି ଓ ଶସ୍ଯ ନବୈେଦ୍ଯ ଓ କୁନ୍ଦୁରୁ ଆଣିଲି।
9 E, ordenando-o eu, purificaram as câmaras; e tornei a trazer ali os utensílios da Casa de Deus, com as ofertas de manjares e o incenso.
10 ମୁଁ ଜାଣିବାକୁ ପାଇଲି ଯେ, ଲବେୀୟମାନଙ୍କ ଅଂଶ ତାଙ୍କୁ ଦିଆୟାଇ ନଥିଲା। ତେଣୁ ଲବେୀୟମାନେ ଓ ଗାଯକମାନେ ଯେଉଁମାନେ ମନ୍ଦିର ରେ କାର୍ୟ୍ଯ କରୁଥିଲେ ପ୍ରେତ୍ୟକକ ନିଜ ନିଜ ଭୂମିକୁ ଫରେି ୟାଇଥିଲେ।
10 Também entendi que o quinhão dos levitas se lhes não dava, de maneira que os levitas e os cantores, que faziam a obra, tinham fugido cada um para a sua terra.
11 ତେଣୁ ମୁଁ ଅଧିକାରୀମାନଙ୍କୁ ପଗ୍ଭରିଲି, କାହିଁକି ତୁମ୍ଭେ ପରମେଶ୍ବରଙ୍କ ମନ୍ଦିରର ଅବ ହଳୋ କଲ? ଏ ବିଷଯ ରେ ମୁଁ ସମାନଙ୍କେ ସହିତ ୟୁକ୍ତିତର୍କ କଲି। ତାପରେ ମୁଁ ଲବେୀୟମାନଙ୍କୁ ଏକତ୍ର କଲି ଏବଂ ସମାନଙ୍କେୁ ସମାନଙ୍କେର ନିଜ କ୍ଷେତ୍ର ରେ ନିୟୁକ୍ତି କଲି।
11 Então, contendi com os magistrados e disse: Por que se desamparou a Casa de Deus? Porém eu os ajuntei e os restaurei no seu posto.
12 ତେଣୁ ସମଗ୍ର ଯିହୁଦା ଶସ୍ଯର ଓ ନୂତନ ଦ୍ରାକ୍ଷାରସର ଓ ତୈଳର ଏକ ଦଶମାଂଶ ଭଣ୍ତାରକୁ ଆଣିଲେ।
12 Então, todo o Judá trouxe os dízimos do grão, e do mosto, e do azeite aos celeiros.
13 ତହିଁରେ ମୁଁ ଶଲେିମିଯ ଯାଜକକୁ ଓ ଲେଖକ ସାଦୋକ ଓ ଲବେୀୟମାନଙ୍କ ମଧ୍ଯରୁ ପଦାଯକୁ ଭଣ୍ତାର ସମୂହର ଅଧ୍ଯକ୍ଷ କଲି। ଏବଂ ସକ୍କୂରର ପୁତ୍ର ହନାନ୍, ମତ୍ତନିଯର ପୁତ୍ର ସକ୍କୂର ସମାନଙ୍କେର ଅଧିନ ରେ କାର୍ୟ୍ଯ କଲେ। କାରଣ ସମାନେେ ବିଶ୍ବସ୍ତ ଥିଲେ। ଏଣୁ ଆପଣା ଭାତୃଗଣକୁ ବିତରଣ କରିବାର କାର୍ୟ୍ଯ ସମାନଙ୍କେର ହେଲା।
13 E por tesoureiros pus sobre os celeiros a Selemias, o sacerdote, e a Zadoque, o escrivão, e a Pedaías, dentre os levitas; e com eles Hanã, filho de Zacur, filho de Matanias; porque se tinham achado fiéis, e se lhes encarregou a eles a distribuição para seus irmãos.
14 ହେ ମାରେ ପରମେଶ୍ବର, ଏ ବିଷଯ ରେ ମାେତେ ସ୍ମରଣ କର। ଆଉ ମୁଁ ମାହେର ପରମଶ୍ବରଙ୍କ ଗୃହ ଓ ତହିଁର ବିଷଯ ପାଳନୀଯ ବିଷଯ ନିମନ୍ତେ ଯାହା କରିଅଛି ମାରେ କୃତ ସହେି ସୁକର୍ମ ସବୁ ଲିଭାଇ ଦିଅ।
14 (Por isto, Deus meu, lembra-te de mim e não risques as beneficências que eu fiz à Casa de meu Deus e às suas guardas.)
15 ସହେି ସମୟରେ ମୁଁ ଯିହୁଦା ମଧିଅରେ କେତକେ ଲୋକଙ୍କୁ ବିଶ୍ରାମ ଦିନ ରେ ଦ୍ରାକ୍ଷାୟନ୍ତ୍ର ଦଳିବାର ଓ ବିଡା ଭିତରକୁ ଆଣିବାର ଓ ଗଧର୍ଭ ଉପରେ ବୋଝଇେ କରିବାର ମଧ୍ଯ ବିଶ୍ରାମ ଦିନ ରେ ଦ୍ରାକ୍ଷାରସ, ଦ୍ରାକ୍ଷାଫଳ ଓ ଡିମ୍ବିରିଫଳ ଓ ସର୍ବପ୍ରକାର ବୋଝ ୟିରୁଶାଲମକୁ ଆଣିବାର ଦେଖିଲି। ତେଣୁ ବିଶ୍ରାମ ଦିନ ରେ କୌଣସି ଖାଦ୍ୟ ବିକ୍ରଯ ନ କରିବାକୁ ମୁଁ ସମାନଙ୍କେୁ ସତର୍କ କଲି।
15 Naqueles dias, vi em Judá os que pisavam lagares ao sábado e traziam feixes que carregavam sobre os jumentos; como também vinho, uvas e figos e toda casta de cargas, que traziam a Jerusalém no dia de sábado; e protestei contra eles no dia em que vendiam mantimentos.
16 ସହେି ନଗର ରେ ସୋରୀଯ ଲୋକେ ବାସ କରୁଥିଲେ। ସମାନେେ ମତ୍ସ୍ଯ ଓ ଅନ୍ୟ ବହୁତ ଦ୍ରବ୍ଯ ବିଶ୍ରାମ ଦିନ ରେ ୟିହୁଦୀଯମାନଙ୍କୁ ଓ ୟିରୁଶାଲମ ରେ ବିକ୍ରଯ କଲେ।
16 Também tírios habitavam dentro e traziam peixe e toda mercadoria, que no sábado vendiam aos filhos de Judá e em Jerusalém.
17 ଏଥିପାଇଁ ମୁଁ ଯିହୁଦାର କୁଳୀନ ନାଗରିକମାନଙ୍କ ସଙ୍ଗେ ୟୁକ୍ତି କରି କରି ସମାନଙ୍କେୁ କହିଲି, ତୁମ୍ଭମାନେେ ବିଶ୍ରାମ ଦିନ ଅପବିତ୍ର କରିବା ପାଇଁ ବହୁତ କୁକର୍ମ କରୁଅଛ?
17 E contendi com os nobres de Judá e lhes disse: Que mal é este que fazeis, profanando o dia de sábado?
18 ତୁମ୍ଭମାନଙ୍କ ପିତୃପୁରୁଷମାନେ କ'ଣ ଏପରି ବ୍ଯବହାର କରି ନଥିଲେ। ଆଉ ତହିଁ ସକାଶୁ ଆମ୍ଭମାନଙ୍କ ପରମେଶ୍ବର କି ଆମ୍ଭମାନଙ୍କ ଉପରେ ଓ ଏହି ନଗର ଉପରେ ଏହି ସବୁ ଅମଙ୍ଗଳ ଘଟାଇ ନାହାଁନ୍ତି? ତଥାପି ତୁମ୍ଭମାନେେ ବିଶ୍ରାମଦିନ ଅପବିତ୍ର କରି ଇଶ୍ରାୟେଲ ଉପରକୁ କୋପ ଆଣୁଅଛ।
18 Porventura, não fizeram vossos pais assim, e nosso Deus não trouxe todo este mal sobre nós e sobre esta cidade? E vós ainda mais acrescentais o ardor de sua ira sobre Israel, profanando o sábado.
19 ଏହାପରେ ବିଶ୍ରାମବାର ପୂର୍ବରୁ ୟିରୁଶାଲମ ରେ ଯେତବେେଳେ ଅନ୍ଧାର ହବୋକୁ ଲାଗିଲା। ମୁଁ କବାଟସବୁ ବନ୍ଦ କରିବାକୁ ପ୍ରହରୀକୁ ଆଜ୍ଞା ଦଲେି ଆହୁରି ବିଶ୍ରାମବାର ଶଷେ ହବୋ ପର୍ୟ୍ଯନ୍ତ ନଖାଲିବୋକୁ ଆଜ୍ଞା ଦଲେି। ପୁଣି ବିଶ୍ରାମଦିନ ଲୋକମାନଙ୍କୁ ବୋଝ ବୋହିବାରୁ ବିରତ କରିବା ପାଇଁ ମୁଁ ଆପଣା ଦାସମାନଙ୍କ ମଧ୍ଯରୁ କେତକଙ୍କେୁ ଦ୍ବାରମାନଙ୍କ ରେ ନିୟୁକ୍ତି କଲି।
19 Sucedeu, pois, que, dando as portas de Jerusalém já sombra antes do sábado, ordenando-o eu, as portas se fecharam; e mandei que não as abrissem até passado o sábado; e pus às portas alguns de meus moços, para que nenhuma carga entrasse no dia de sábado.
20 ତହିଁରେ ବଣିକମାନେ ଓ ସର୍ବପ୍ରକାର ଦ୍ରବ୍ଯ ବିକ୍ରଯକାରୀମାନେ ଥରେ ବା ଦୁଇଥର ୟିରୁଶାଲମ ବାହା ରେ ରାତ୍ରି କ୍ଷପେଣ କଲେ।
20 Então, os negociantes e os vendedores de toda mercadoria passaram a noite fora de Jerusalém, uma ou duas vezes.
21 ତାପରେ ମୁଁ ସମାନଙ୍କେୁ ସତର୍କ କଲି ଏବଂ କହିଲି, ତୁମ୍ଭମାନେେ କାହିଁକି ପ୍ରାଚୀର ନିକଟରେ ରାତ୍ରି ୟାପନ କରୁଅଛ? ତୁମ୍ଭମାନେେ ଆଉ ଥରେ ଏପରି କଲେ ମୁଁ ତୁମ୍ଭମାନଙ୍କୁ ଧରିବି। ସହେି ସମଯାବଧି ସମାନେେ ଆଉ ବିଶ୍ରାମବାର ରେ ଆସିଲେ ନାହିଁ।
21 Protestei, pois, contra eles e lhes disse: Por que passais a noite defronte do muro? Se outra vez o fizerdes, hei de lançar mão sobre vós. Daquele tempo em diante, não vieram no sábado.
22 ଏହାପରେ ମୁଁ ଲବେୀୟମାନଙ୍କୁ ବିଶ୍ରାମଦିନ ପବିତ୍ର କରିବା ନିମନ୍ତେ ନିଜ ନିଜକୁ ଶୁଚି କରିବାକୁ ଓ ଆସି ଦ୍ବାରସବୁ ଜଗିବାକୁ ଆଜ୍ଞା କଲି।
22 Também disse aos levitas que se purificassem e viessem guardar as portas, para santificar o sábado. (Nisso também, Deus meu, lembra-te de mim; e perdoa-me segundo a abundância da tua benignidade.)
23 ସହେି ସମୟରେ ଯେଉଁ ୟିହୁଦୀଯମାନେ ଅସଦୋଦ୍, ଅମ୍ମାନେ ଓ ମାୟୋବ ଦେଶୀଯ ସ୍ତ୍ରୀମାନଙ୍କୁ ବିବାହ କରିଥିଲେ, ସମାନଙ୍କେୁ ମୁଁ ଦେଖିଲି।
23 Vi também, naqueles dias, judeus que tinham casado com mulheres asdoditas, amonitas e moabitas.
24 ସମାନଙ୍କେ ବାଳକମାନେ ଅଧେ ଅସ୍ଦୋଦୀଯ ଭାଷା ରେ କଥାବାର୍ତ୍ତା କଲେ। ସମାନେେ ୟିହୁଦୀଯ ଭାଷା ରେ କଥାବାର୍ତ୍ତା କରିପାରିଲେ ନାହିଁ। ମାତ୍ର ପ୍ରେତ୍ୟକକ ଗୋଷ୍ଠୀର ଭାଷା ଅନୁସାରେ କଥା କହିଲେ।
24 E seus filhos falavam meio asdodita e não podiam falar judaico, senão segundo a língua de cada povo.
25 ତେଣୁ ମୁଁ ସମାନଙ୍କେ ସହିତ ବାଦାନୁବାଦ କଲି ଓ ସମାନଙ୍କେୁ ଅଭିଶାପ ଦଲେି। ସମାନଙ୍କେ ମଧ୍ଯରୁ କେତକଙ୍କେୁ ପ୍ରହାର କଲି। ମୁଁ ସମାନଙ୍କେ ଦାଢି ମଧ୍ଯ ଉତ୍ପାଟନ କଲି ଏବଂ ପରମେଶ୍ବରଙ୍କ ନାମ ରେ ସମାନଙ୍କେୁ ପ୍ରତିଜ୍ଞା କରାଇଲି, ତୁମ୍ଭମାନେେ ସମାନଙ୍କେ ପୁତ୍ରମାନଙ୍କୁ ଆପଣାର କନ୍ଯା ଦିଅନାହିଁ ଏବଂ କିମ୍ବା ଆପଣା ପୁତ୍ର ନିମନ୍ତେ ସମାନଙ୍କେ କନ୍ଯା ଗ୍ରହଣ କର ନାହିଁ।
25 E contendi com eles, e os amaldiçoei, e espanquei alguns deles, e lhes arranquei os cabelos, e os fiz jurar por Deus, dizendo: Não dareis mais vossas filhas a seus filhos e não tomareis mais suas filhas, nem para vossos filhos nem para vós mesmos.
26 ଇଶ୍ରାୟେଲର ରାଜା ଶଲୋମନ କ'ଣ ଏପରି କାର୍ୟ୍ଯ କରି ପାପ କରି ନ ଥିଲେ? ଅନକେ ରାଷ୍ଟ୍ର ବା ଜାତି ମଧିଅରେ ତାଙ୍କପରି ରାଜା କହେି ନ ଥିଲେ ଓ ସେ ଆପଣା ପରମେଶ୍ବରଙ୍କ ପ୍ରିଯପାତ୍ର ଥିଲେ। ପରମେଶ୍ବର ତାହାଙ୍କୁ ସମଗ୍ର ଇଶ୍ରାୟେଲ ଉପରେ ରାଜା କଲେ। ତଥାପି ବିଦେଶୀଯ ସ୍ତ୍ରୀମାନେ ତାହାଙ୍କୁ ହିଁ ପାପ କରାଇଲେ।
26 Porventura, não pecou nisso Salomão, rei de Israel, não havendo entre muitas nações rei semelhante a ele, e sendo amado de seu Deus, e pondo-o Deus rei sobre todo o Israel? E, contudo, as mulheres estranhas o fizeram pecar.
27 ତେଣୁ କଣ ଆମ୍ଭେ କଥା ଶୁଣି ପରମେଶ୍ବରଙ୍କ ବିରୁଦ୍ଧ ରେ ୟିବୁ? ବିଦେଶୀଯା ସ୍ତ୍ରୀମାନଙ୍କୁ ବିବାହ କରି ମହାପାପ କରିବୁ?
27 E dar-vos-íamos nós ouvidos, para fazermos todo este grande mal, prevaricando contra o nosso Deus, casando com mulheres estranhas?
28 ମହାୟାଜକ ଇଲିଯାଶୀବ୍ର ପୁତ୍ର ଯିହାୟୋଦାରଦାର ପୁତ୍ରମାନଙ୍କ ମଧ୍ଯରୁ ଜଣେ ପୁତ୍ର ହାରୋଣୀଯ ସନ୍ବଲ୍ଲଟର ଜ୍ବାଇଁ ଥିଲା। ମୁଁ ସହେି ଲୋକଙ୍କୁ ମାଠାରୁେ ଗ୍ଭଲିୟିବା ପାଇଁ ବାଧ୍ଯ କରିଥିଲି।
28 Também um dos filhos de Joiada, filho de Eliasibe, o sumo sacerdote, era genro de Sambalate, o horonita, pelo que o afugentei de mim.
29 ହେ ମାରେ ପରମେଶ୍ବର, ସମାନଙ୍କେୁ ସ୍ମରଣ କର। ଯେ ହତେୁ ସମାନେେ ଯାଜକପଦକୁ ଆଉ ଯାଜକ ପଦ ରେ ଓ ଲବେୀୟମାନଙ୍କର ନିଯମକୁ କଳଙ୍କିତ କରିଛନ୍ତି।
29 Lembra-te deles, Deus meu, pois contaminaram o sacerdócio, como também o concerto do sacerdócio e dos levitas.
30 ଏହିରୂପେ ମୁଁ ସମାନଙ୍କେୁ ବିଦେଶୀଯ ସମସ୍ତଙ୍କଠାରୁ ପରିସ୍କାର କଲି ଓ ପ୍ରେତ୍ୟକକର କାର୍ୟ୍ଯ ଅନୁସାରେ ଯାଜକମାନଙ୍କର ଓ ଲବେୀୟମାନଙ୍କର କାର୍ୟ୍ଯ ନିରୂପଣ କଲି।
30 Assim, os alimpei de todos os estranhos e designei os cargos dos sacerdotes e dos levitas, cada um na sua obra,
31 ନିରୂପିତ ସମୟରେ କାଠ ଓ ପ୍ରଥମଜାତ ଫଳର ଉପହାର ନିମନ୍ତେ ଲୋକ ନିୟୁକ୍ତ କଲି।
31 como também para as ofertas da lenha em tempos determinados e para as primícias. Lembra-te de mim, Deus meu, para o bem.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Neemias 13, comparar traduções ou montar um estudo — tudo direto pelo WhatsApp.