Neemias 1

Oriya Bible (GL_ORIYA) vs NVT

Sair da comparação
NVT Nova Versão Transformadora
1 ଏଗୁଡିକ ନିହିମିଯାଙ୍କର ବାକ୍ଯ ଅଟେ। ନିହିମିଯା ଥିଲେ ହଖଲିଯର ପୁତ୍ର। ବିଂଶତିତମ ବର୍ଷର କିଶ୍ଲେବ୍ ମାସ ରେ ମୁଁ ଶୂଶନର ରାଜଧାନୀ ରେ ଥିଲି।
1 Estas são as memórias de Neemias, filho de Hacalias. No mês de quisleu, no vigésimo ano do reinado do rei Artaxerxes,
2 ମୁଁ ଯେତବେେଳେ ଶୂଶନ ରେ ଥିଲି, ମାରେ ଭାଇମାନଙ୍କ ମଧ୍ଯରୁ ଜଣେ ତାଙ୍କର ନାମ ଥିଲା, ହନାନି ଓ ଯିହୁଦାରୁ କେତେ ଜଣ ଲୋକ ଆସିଥିଲେ। ତହୁଁ ମୁଁ ସମାନଙ୍କେୁ ବନ୍ଦୀତ୍ବରୁ ଫରେି ଆସିଥିବା ଅବଶିଷ୍ଟ ୟିହୁଦୀଯମାନଙ୍କ ବିଷଯ ରେ ଓ ୟିରୁଶାଲମ ବିଷଯ ରେ ପଗ୍ଭରିଲି।
2 Hanani, um de meus irmãos, veio me visitar com alguns homens que haviam chegado de Judá. Perguntei-lhes a respeito dos judeus que haviam regressado do cativeiro e da situação em Jerusalém.
3 ସେତବେେଳେ ସମାନେେ ମାେତେ କହିଲେ, ଯେଉଁମାନେ ବନ୍ଦୀତ୍ବରୁ ଫରେି ଆସିଥିଲେ ସହେି ପ୍ରଦେଶସ୍ଥ ଅବଶିଷ୍ଟ ଲୋକେ ମହା ଦୁଃଖ ଓ ଅପମାନ ରେ ଅଛନ୍ତି, କାରଣ ୟିରୁଶାଲମର ପ୍ରାଚୀର ଭାଙ୍ଗି ଅଛି ଏବଂ ଏହାର ଫାଟକକୁ ପୋଡି଼ ଦିଆୟାଇଛି।
3 Eles responderam: “As coisas não vão bem para os que regressaram à província de Judá. Eles estão passando por dificuldades e humilhações. O muro de Jerusalém foi derrubado, e suas portas foram destruídas pelo fogo”.
4 ଯେତବେେଳେ ମୁଁ ସମାନଙ୍କେଠାରୁ ଏହି ସମ୍ବାଦ ଶୁଣିଲି, ମୁଁ ଦୁଃଖିତ ହଲିେ। ମୁଁ ବସି କ୍ରନ୍ଦନ କଲି। ମୁଁ ଉପବାସ ରେ ସ୍ବର୍ଗସ୍ଥ ପରମେଶ୍ବରଙ୍କୁ ବହୁ ଦିନ ଧରି ପ୍ରାର୍ଥନା କଲି।
4 Quando ouvi isso, sentei-me e chorei. Durante alguns dias, lamentei, jejuei e orei ao Deus dos céus.
5 ତା'ପରେ ମୁଁ ଏହିପରି ପ୍ରାର୍ଥନା କଲି:
5 Então disse: “Ó S
6 ତୁମ୍ଭର କର୍ଣ୍ଣ ଶୁଣୁ ଏବଂ ତୁମ୍ଭର ଆଖି ଖୋଲ ଏବଂ ମାରେ ପ୍ରାର୍ଥନା ପ୍ରତି ଧ୍ଯାନ ଦିଅ। ଯାହା ମୁଁ ଦିନ ଓ ରାତ୍ରି ତୁମ୍ଭକୁ ପ୍ରାର୍ଥନା କରୁଅଛି। ମୁଁ ତୁମ୍ଭ ଦାସ ଇଶ୍ରାୟେଲୀୟମାନଙ୍କ ପାଇଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି। ତୁମ୍ଭ ବିରୁଦ୍ଧ ରେ କରିଥିବା ପାପ ଆମ୍ଭେ ସ୍ବୀକାର କରିଛୁ। ଉତ୍ତଯ ମୁଁ ଓ ମାରେ ପରିବାର ପାପ କରିଛୁ।
6 ouve minha oração! Olha do alto e vê que oro noite e dia por teu povo, Israel. Confesso que temos pecado contra ti. Sim, minha própria família e eu temos pecado!
7 ଆମ୍ଭେ ଇଶ୍ରାୟେଲୀୟମାନେ ତୁମ୍ଭ ବିରୁଦ୍ଧ ରେ ଅତିଶଯ ଭାବରେ ପାପ କରିଅଛୁ। ଆମ୍ଭମାନେେ ତୁମ୍ଭର ଆଜ୍ଞା ବ୍ଯବସ୍ଥାଗୁଡିକ ଓ ବିଗ୍ଭର ପାଳନ କରୁନାହୁଁ, ତୁମ୍ଭର ଦାସ ମାଶାଙ୍କେ ମାଧ୍ଯମ ରେ ଆମ୍ଭକୁ ଦଇେଥିଲ।
7 Temos pecado terrivelmente contra ti. Não temos obedecido a teus mandamentos, decretos e estatutos, que nos deste por meio de teu servo Moisés.
8 ତୁମ୍ଭେ ଯାହା ସବୁ କହିଛ ତାହା ମନେ ପକାଇବା ପାଇଁ ମୁଁ ତୁମ୍ଭକୁ ପଗ୍ଭରୁଛି, ତୁମ୍ଭେ ଆଦେଶ କରିଛ ଏବଂ ତୁମ୍ଭର ଦାସ ମାଶାଙ୍କେୁ କହିଥିଲ, ଯଦି ତୁମ୍ଭମାନେେ ପାପ କର ଆମ୍ଭେ ତୁମ୍ଭମାନଙ୍କୁ ନାନା ଗୋଷ୍ଠୀ ମଧିଅରେ ଛିନ୍ନଭିନ୍ନ କରିବା।
8 “Por favor, lembra-te do que disseste a teu servo Moisés: ‘Se forem infiéis a mim, eu os dispersarei entre as nações,
9 କିନ୍ତୁ ଯଦି ତୁମ୍ଭମାନେେ ଆମ୍ଭ ପାଖକୁ ଫରେି ଆସିବ ଓ ଆମ୍ଭେ ଆଜ୍ଞା ପାଳନକରି ଓ ଅଭ୍ଯାସ କରି ବାସ କରିବ, ତବେେ ଯଦିଓ ତୁମ୍ଭମାନେେ ଆକାଶର ପ୍ରାନ୍ତ ସୀମା ରେ ନିର୍ବାସିତ ଥିଲେ ହେଁ, ଆମ୍ଭେ ସଠାରୁେ ତୁମ୍ଭମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ଆପଣା ନାମ ସ୍ଥାପନ କରିବା ପାଇଁ ଯେଉଁ ସ୍ଥାନ ମନୋନୀତ କରିଅଛୁ, ସହେି ସ୍ଥାନକୁ ସମାନଙ୍କେୁ ଆଣିବା।
9 mas, se voltarem para mim e obedecerem a meus mandamentos e viverem de acordo com eles, então, mesmo que estejam exilados nos confins da terra, eu os reunirei e os trarei de volta ao lugar que escolhi para estabelecer meu nome’.
10 ଏମାନେ ତୁମ୍ଭର ଦାସ ଓ ତୁମ୍ଭର ଲୋକ ତୁମ୍ଭେ ଏମାନଙ୍କୁ ଆପଣାର ମହା ପରାକ୍ରମ ଓ ଆପଣାର ବଳବାନ ହସ୍ତଦ୍ବାରା ମୁକ୍ତ କରିଅଛ।
10 “O povo que tu resgataste com teu grande poder e com tua forte mão é teu servo.
11 ହେ ସଦାପ୍ରଭୁ, ବିନଯ କରୁଅଛି, ଯେଉଁମାନେ ତୁମ୍ଭ ନାମକୁ ସମ୍ମାନ କରିବା ରେ ଆନନ୍ଦ କରନ୍ତି, ଏମନ୍ତ ତୁମ୍ଭ ଦାସର ଓ ସମସ୍ତ ଦାସମାନଙ୍କର ପ୍ରାର୍ଥନା ପ୍ରତି ଟିକେ କର୍ଣ୍ଣପାତ କର। ଆଉ ପ୍ରାର୍ଥନା କରୁଅଛି ଆଜି ଆପଣା ଦାସକୁ ସଫଳ କରାଅ। ଏହି ବ୍ଯକ୍ତିର ଦୃଷ୍ଟି ରେ ତାହାକୁ ଦୟାପ୍ରାପ୍ତ ହବୋକୁ ଦିଅ। ଏ ସମୟରେ, ମୁଁ ରାଜାଙ୍କର ପାନପାତ୍ରବାହକ ଥିଲି।
11 Ó Senhor, por favor, ouve a oração deste teu servo! Ouve as orações de teus servos que se agradam em te honrar. Peço que me concedas êxito hoje e que o rei me seja favorável”. Nesse tempo, eu era copeiro do rei.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Neemias 1, comparar traduções ou montar um estudo — tudo direto pelo WhatsApp.