Neemias 6
Oriya Bible (GL_ORIYA) vs VC
1 ଏହାପରେ ସନ୍ବଲ୍ଲଟ୍, ଟୋବିୟ, ଆରବୀଯ ଗେଶମ ଓ ଆମ୍ଭମାନଙ୍କ ଶତୃମାନେ ଶୁଣିଲେ ଯେ, ମୁଁ ପ୍ରାଚୀର ନିର୍ମାଣ କରି ସାରିଛି। ପ୍ରାଚୀର ରେ ଆଉ ଗର୍ତ୍ତ ନ ଥିଲା, ମାତ୍ର କବାଟସବୁ ଫାଟକରେ ଲାଗି ନାହିଁ।
1 Sanabalat, Tobias, Gossem o árabe, e outros inimigos nossos, souberam que eu havia reconstruído a muralha e que não havia mais brechas; entretanto, até aquele momento eu não havia ainda colocado os batentes nas portas.
2 ସେତବେେଳେ ସନ୍ବଲ୍ଲଟ ଓ ଗେଶମ ମାେ ନିକଟକୁ ଲୋକ ପଠାଇ କହିଲେ, ଆସ ଆମ୍ଭମାନେେ ଓନୋ ପଦାସ୍ଥିତ କୌଣସି ଏକ ଗ୍ରାମ ରେ ସାକ୍ଷାତ କରିବା। ମାତ୍ର ସମାନେେ ମାରେ ହିଂସା କରିବାକୁ ବିଗ୍ଭର କରିଥିଲେ।
2 Mandaram solicitar-me uma entrevista com eles numa das aldeias do vale de Ono. Projetavam fazer-me mal.
3 ଏଥି ରେ ମୁଁ ସମାନଙ୍କେ ନିକଟକୁ ଦୂତଗଣ ପଠାଇ କହିଲି, ମୁଁ ଏକ ଗୁରୁତ୍ବପୂର୍ଣ୍ଣ କର୍ମ କରୁଅଛି। ଏଥିପାଇଁ ମୁଁ ଆସି ପାରିବି ନାହିଁ। ତୁମ୍ଭ ପାଖକୁ ଆସିବାକୁ ଓ ସାକ୍ଷାତ କରିବାକୁ ମୁଁ ସହେି କାର୍ୟ୍ଯ ବନ୍ଦ କରିପାରିବି ନାହିଁ।
3 Enviei-lhes mensageiros para dizer-lhes: Estou em vias de executar um trabalho importante; não posso descer. Não tenho desculpa para interromper meu trabalho e não posso deixar a obra para descer a vós.
4 ସମାନେେ ସହେି ସମବାର୍ତ୍ତା ମାେ ପାଖକୁ ଗ୍ଭରିଥର ପଠାଇଲେ। ମୁଁ ସମାନଙ୍କେୁ ସହେି ପ୍ରକାର ଉତ୍ତର ଦଲେି।
4 Quatro vezes eles me endereçaram a mesma mensagem, e eu cada vez enviava-lhes a mesma resposta.
5 ଏହାପରେ ସନ୍ବଲ୍ଲଟ୍ ଆପଣା ଦାସ ହାତ ରେ ଖଣ୍ଡେ ଚିଠିଦଇେ ପଞ୍ଚମ ଥର ସହେି ସମବାର୍ତ୍ତା ପଠାଇଲା।
5 Pela quinta vez Sanabalat fez-me a mesma proposta por um seu servo, o qual, desta vez, trazia na mão uma carta aberta
6 ସେଥି ରେ ଏହିପରି ଲଖାେ ୟାଇଥିଲା, ଗୋଷ୍ଠୀଯମାନଙ୍କ ମଧିଅରେ ଏହି ଜନରବ ହାଇେଅଛି। ମଧ୍ଯ ଗଶୁମୁ ଏହା କହୁଅଛି ଯେ ତୁମ୍ଭେ ଓ ୟିହୁଦୀଯମାନେ ରାଜଦ୍ରୋହ କରିବାକୁ ବିଗ୍ଭର କରୁଅଛ। ତେଣୁ ତୁମ୍ଭେ ପ୍ରାଚୀର ନିର୍ମାଣ କରୁଅଛ। ଏହି ଜନରବ ଅନୁସାରେ ତୁମ୍ଭେ ସମାନଙ୍କେର ରାଜା ହବୋକୁ ଇଚ୍ଛା କରୁଅଛ।
6 que continha o seguinte: Foi divulgado entre as gentes, e Gossem afirma que, se tu reconstróis a muralha, é porque tu e os judeus estais projetando uma revolta. E, pelo que se diz, desejas tornar-te o rei deles,
7 'ଯିହୁଦା ରେ ଏକ ରାଜା ଅଛନ୍ତି!' ବୋଲି ଆପଣା ବିଷଯ ୟିରୁଶାଲମ ରେ ଘାଷେଣା କରିବା ପାଇଁ ତୁମ୍ଭେ ଭବିଷ୍ଯଦ୍ବକ୍ତାମାନଙ୍କୁ ନିୟୁକ୍ତି କରିଅଛ।
7 e terias mesmo enviado profetas para proclamar-te rei de Judá em Jerusalém. Todos esses boatos chegarão aos ouvidos do rei. Vem, pois, e entendamo-nos.
8 ତେଣୁ ମୁଁ ତାହା ନିକଟକୁ କହି ପଠାଇଲି, ତୁମ୍ଭେ ଯାହା କରୁଅଛ, ସପରେି କୌଣସି କାର୍ୟ୍ଯ କରାଯାଉ ନାହିଁ, ତୁମ୍ଭେ କବଳେ ଆପଣା ମନରୁ ତାହାସବୁ କଳ୍ପନା କରୁଅଛ।
8 Eu lhes respondi: Nada existe de verdadeiro no que dizes: foste tu que inventaste tudo isso.
9 ଏହି ଚିନ୍ତାକରି ସମାନେେ ଆମ୍ଭକୁ ଭୟଭୀତ କଲେ, ସମାନଙ୍କେ ହସ୍ତ ଦୁର୍ବଳ ହବେ ଓ ପ୍ରାଚୀର କାର୍ୟ୍ଯ ଶଷେ ହବେ ନାହିଁ।
9 Todos procuravam intimidar-nos. Diziam entre si: Fatigar-se-ão de tal modo que abandonarão o trabalho; este jamais será terminado. Agora, pois, ó meu Deus, sustentai os meus braços!
10 ଦିନେ ମୁଁ ମ ହଟେବଲରେ ପୁତ୍ର ଦଲାଯ, ଦଲାଯର ପୁତ୍ର ଶମଯିଯ ନିକଟକୁ ଗଲି। ମାତ୍ର ତାକୁ ତା'ର ଗୃହ ରେ ବନ୍ଦ କରାୟାଇ ଥିଲା। ମୁଁ ତାହା ଗୃହକୁ ଗଲି ସେ କହିଲା,
10 Fui depois à casa de Semaías, filho de Dalaías, filho de Metabeel, que se tinha fechado em sua residência. Vamos juntos, disse-me ele, à casa de Deus, ao interior do templo, e fechemos as portas do santuário, porque procuram matar-te; nesta mesma noite virão liquidar-te.
11 କିନ୍ତୁ ଶମଯିଯଙ୍କୁ କହିଲି, ମାେ ପରି ଲୋକ କ'ଣ ଦୌଡି ପଳାଇବ? ମାେ ପରି ଲୋକ ପ୍ରାଣ ବଞ୍ଚାଇବ ପାଇଁ ଯେ ମନ୍ଦିର ଭିତରକୁ ୟିବା ଉଚିତ୍ କି? ତେଣୁ ମୁଁ ପବିତ୍ର ମନ୍ଦିର ଭିତରକୁ ୟିବି ନାହିଁ।
11 Respondi-lhe: Como! Então um homem como eu há de fugir? Por outra parte, como pode um homem como eu entrar no templo sem perder a vida? Ali não entrarei.
12 ମାତ୍ର ମୁଁ ଜାଣିଲି ଶମଯିଯଙ୍କୁ ପରମେଶ୍ବର ପଠାଇ ନ ଥିଲେ। ତଥାପି ସେ ମାେ' ପ୍ରତି କୂଳ ରେ ଏହି ଭବିଷ୍ଯଦ୍ବାକ୍ଯ ପ୍ରଗ୍ଭର କଲା। ଆଉ ଟୋବିୟ ଓ ସନ୍ବଲ୍ଲଟ କାହାକୁ ବତନେ ଦଇେଥିଲ।
12 Eu compreendera, com efeito, que não fora Deus quem o enviara; se ele tinha pronunciado sobre mim tal predição, era porque Tobias e Sanabalat o haviam subornado.
13 ଏହି ଉଦ୍ଦେଶ୍ଯ ପାଇଁ ତାକୁ ଭଡା ରେ ଅଣା ୟାଇଥିଲା, ଯାହା ଫଳ ରେ ମୁଁ ଭୟ ରେ ଏହା କରି ପାପ କରିବି ଏବଂ ତାପରେ ସମାନେେ ମାରେ ନାମକୁ ଦୁର୍ନାମ କରିବା ପାଇଁ ଓ ପରିହାସ କରିବା ପାଇଁ କାରଣ ପାଇବେ।
13 Eles o faziam para intimidar-me e fazer-me pecar segundo o seu desejo; isto lhes permitiria cobrir-me de opróbrios e lançar-me em má reputação.
14 ହେ ପରମେଶ୍ବର, ଟୋବିୟ ଓ ସନ୍ବଲ୍ଲଟର ଯାହା କରିଛନ୍ତି ମନେ ପକାଅ, ନାରୀ ଭବିଷ୍ଯଦ୍ବକ୍ତା ନୋଯଦିଯା ସହିତ ଅନ୍ୟ ଯାଜକମାନେ ମାେତେ ଭୟଭୀତ କରିବା ପାଇଁ ଚେଷ୍ଟା କରିଥିଲେ।
14 Lembrai-vos, ó meu Deus, das maldades de Tobias e de Sanabalat; e também do profeta Noadias, bem como dos outros profetas que procuravam atemorizar-me.
15 ତେଣୁ 52 ଦିନ ମଧିଅରେ ଇଲୂଲ୍ ମାସର ପଞ୍ଚବିଂଶ ଦିନ ରେ ପ୍ରାଚୀର ସମାପ୍ତ ହେଲା।
15 Terminou-se a muralha no vigésimo quinto dia do mês de Elul, em cinqüenta e dois dias.
16 ପୁଣି ଆମ୍ଭମାନଙ୍କର ଶତୃ ସମସ୍ତେ ଓ ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀଯ ସମସ୍ତେ ଏହା ଶୁଣି ଭୟ କଲେ ଓ ସମାନଙ୍କେର ବିଶ୍ବାସ ହରାଇଲେ। କାରଣ ଏହି କର୍ମ ଯେ ଆମ୍ଭମାନଙ୍କ ପରମେଶ୍ବରଙ୍କ ସାହାୟ୍ଯ ରେ ହେଲା, ଏହା ସମାନେେ ବୁଝିଲେ।
16 Quando nossos inimigos souberam disso, encheram-se de temor todas as nações vizinhas: pois seu ânimo arrefeceu e reconheceram que, se aquela empresa fora levada a bom termo, era graças ao nosso Deus.
17 ଆହୁରି ସହେି ସମୟରେ ଯିହୁଦାର କୁଳିନମାନେ ଟୋବିୟ ନିକଟକୁ ଅନକେ ପତ୍ର ପଠାଇଲେ ଓ ଟୋବିୟର ନାନା ପତ୍ର ସମାନଙ୍କେ ନିକଟକୁ ଆସିଲା।
17 Naquele tempo, Tobias mantinha uma correspondência contínua com certas pessoas importantes de Judá.
18 କାରଣ ସେ ଆରାଃର ପୁତ୍ର ଶଖନିଯର ଜ୍ବାଇଁ ହବୋରୁ ଓ ତାହାର ପୁତ୍ର ଯିହାହୋନନ୍ ବରେିଖିଯର ପୁତ୍ର ମଶୁଲ୍ଲମର କନ୍ଯାକୁ ବିବାହ କରିଥିବାରୁ ଯିହୁଦାର ଅନକେ ଲୋକ ତା ନିକଟରେ ଶପଥ କରିଥିଲେ।
18 Muitos, com efeito, estavam-lhe unidos por juramento, pois ele era genro de Sequenias, filho de Area, e Joanã, seu filho, era casado com a filha de Mosolão, filho de Baraquias.
19 ସମାନେେ ମାେତେ ତା'ର ଉତ୍ତମ କାର୍ୟ୍ଯ ବିଷଯ ରେ କହିଲେ ଓ ମାେ କଥା ତାଙ୍କୁ ସବୁ ଜଣାଇଲେ। ଆଉ ମାେତେ ଭୟଗ୍ରସ୍ଥ କରିବା ପାଇଁ ଟୋବିୟ ନାନାପତ୍ର ପଠାଇଲା।
19 Até mesmo o louvavam em minha presença e participavam-lhe as minhas palavras. Esse Tobias era quem me remetia cartas para atemorizar-me.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Neemias 6, comparar traduções ou montar um estudo — tudo direto pelo WhatsApp.