Números 10
Oriya Bible (GL_ORIYA) vs ACF
1 ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,
1 Falou mais o SENHOR a Moisés, dizendo:
2 ରୂପାର ଦୁଇଟି ତୂରୀ ନିର୍ମାଣ କର ଓ ତାହା ପିଟା ରୂପା ରେ ନିର୍ମିତ ହବେ। ତୁମ୍ଭେ ଲୋକମାନଙ୍କୁ ଏକତ୍ରୀତ କରିବା ପାଇଁ ଓ ସଗେୁଡିକୁ ୟାତ୍ରାରମ୍ଭ ରେ ବ୍ଯବହାର କରିବ।
2 Faze-te duas trombetas de prata; de obra batida as farás, e elas te servirão para a convocação da congregação, e para a partida dos arraiais.
3 ସମାନେେ ଯେତବେେଳେ ଦୁଇଟି ତୁରୀ ବଜାଇବେ ସମସ୍ତ ଲୋକମାନେ ସମାଗମ ତମ୍ବୁ ରେ ତୁମ୍ଭ ନିକଟରେ ଏକତ୍ରୀତ ହବୋ ଉଚିତ୍।
3 E, quando as tocarem, então toda a congregação se reunirá a ti à porta da tenda da congregação.
4 ଯଦି ସମାନେେ ଏକ ତୂରୀ ବଜାଇବେ ତବେେ ପରିବାରବର୍ଗର ଅଧିପତିମାନେ ତିମ୍ଭ ନିକଟରେ ଏକତ୍ରୀତ ହବୋ ଉଚିତ୍।
4 Mas, quando tocar uma só, então a ti se congregarão os príncipes, os cabeças dos milhares de Israel.
5 ଯଦି ତୁମ୍ଭମାନେେ ତୂରୀକୁ ଅଧା ବଜାଅ, ପୂର୍ବ ଦିଗସ୍ଥିତ ଛୀଉଣୀର ଲୋକମାନେ ୟାତ୍ରା କରିବା ଉଚିତ୍।
5 Quando, retinindo, as tocardes, então partirão os arraiais que estão acampados do lado do oriente.
6 ପୁଣି ତୁମ୍ଭମାନେେ ଦ୍ବିତୀୟଥର ତୂରୀ ଅଧା ବଜାଇଲେ ଦକ୍ଷିଣ ଦିଗସ୍ଥିତ ଛାଉଣୀର ଲୋକମାନେ ୟାତ୍ରା କରିବେ। ଏହି କ୍ରମ ରେ ସମାନେେ ଲୋକମାନଙ୍କର ୟାତ୍ରା ନିମନ୍ତେ ରଣତୂରୀ ବଜାଇବେ।
6 Mas, quando a segunda vez retinindo, as tocardes, então partirão os arraiais que estão acampados do lado do sul; retinindo, as tocarão para as suas partidas.
7 ଲୋକମାନଙ୍କୁ ଏକତ୍ରୀତ କରିବା ସମୟରେ ତୁମ୍ଭମାନେେ ଲଗାତର ଅଧା ସ୍ବର ନୁହଁ, ଦୀର୍ଘସ୍ବର କରି ତୂରୀ ବଜାଇବ।
7 Porém, ajuntando a congregação, as tocareis; mas sem retinir.
8 କବଳେ ହାରୋଣର ପୁତ୍ର ଯାଜକମାନେ ଏହି ଦୁଇ ତୂରୀ ବଜାଇବେ। ଆଉ ଏହି ବିଧି ତୁମ୍ଭମାନଙ୍କ ପ୍ରତି ପୁରୁଷାନୁକ୍ରମେ ଅନନ୍ତକୀଳୀନ ହବେ।
8 E os filhos de Arão, sacerdotes, tocarão as trombetas; e a vós serão por estatuto perpétuo nas vossas gerações.
9 ଆଉ ଯେଉଁ ସମୟରେ ତୁମ୍ଭମାନେେ ଆପଣା ଦେଶ ରେ ଶତୃମାନଙ୍କ ୟୁଦ୍ଧ କରିବାକୁ ଯାଉଛି, ତୁମ୍ଭମାନେେ ତୂରୀ ରେ ରଣବାଦ୍ଯ ବଜାଇବା ଉଚିତ୍। ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବର ତୁମ୍ଭଙ୍କୁ ମନେ କରିବେ ଓ ତୁମ୍ଭମାନଙ୍କୁ ଆପଣା ଶତୃଗଣ ଠାରୁ ରକ୍ଷା କରିବେ।
9 E, quando na vossa terra sairdes a pelejar contra o inimigo, que vos oprime, também tocareis as trombetas retinindo, e perante o Senhor vosso Deus haverá lembrança de vós, e sereis salvos de vossos inimigos.
10 ଆଉ ମଧ୍ଯ ତୁମ୍ଭମାନଙ୍କ ଆନନ୍ଦ ଦିନ ରେ ଓ ତୁମ୍ଭମାନଙ୍କ ନିରୂପିତ ପର୍ବ ରେ ଓ ତୁମ୍ଭମାନଙ୍କ ମାସର ଆରମ୍ଭ ରେ ତୁମ୍ଭମାନେେ ଆପଣାମାନଙ୍କ ହାମବେଳି ଓ ମଙ୍ଗଳାର୍ଥକ ବଳି ଉପରେ ଏହି ତୂରୀ ବଜାଇବ। ତାହା ପରମେଶ୍ବରଙ୍କ ସମ୍ମୁଖ ରେ ସ୍ମରଣାର୍ଥେ କରାୟିବ। ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟେ।
10 Semelhantemente, no dia da vossa alegria e nas vossas solenidades, e nos princípios de vossos meses, também tocareis as trombetas sobre os vossos holocaustos, sobre os vossos sacrifícios pacíficos, e vos serão por memorial perante vosso Deus: Eu sou o Senhor vosso Deus.
11 ଆଉ ଦ୍ବିତୀୟ ବର୍ଷର ଦ୍ବିତୀୟ ମାସର ବିଂଶତମ ଦିନ ରେ ସହେି ମେଘ ସାକ୍ଷ୍ଯରୂପ ପବିତ୍ର ତମ୍ବୁ ଉପରୁ ନିଆଗଲା।
11 E aconteceu, no ano segundo, no segundo mês, aos vinte do mês, que a nuvem se alçou de sobre o tabernáculo da congregação.
12 ତହୁଁ ଇଶ୍ରାୟେଲର ଲୋକମାନେ ସନୀଯ ମରୁଭୂମିରୁ ୟାତ୍ରା ଆରମ୍ଭ କଲେ, ପୁଣି ସହେି ମେଘ ପାରଣ ମରୁଭୂମିରେ ଅବସ୍ଥାନ କଲା।
12 E os filhos de Israel, segundo a ordem de marcha, partiram do deserto de Sinai; e a nuvem parou no deserto de Parã.
13 ଆଉ ମାଶାଙ୍କେ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସା ରେ ସମାନେେ ପ୍ରଥମ ଥର ୟାତ୍ରା କଲେ।
13 Assim partiram pela primeira vez segundo a ordem do Senhor, por intermédio de Moisés.
14 ପ୍ରଥମେ ଯିହୁଦା ଗୋଷ୍ଠୀର ଧ୍ବଜା ଆଗେ ଆଗେ ଗତିକଲା; ଆଉ ଅମ୍ମୀନାଦବର ପୁତ୍ର ନ ହଶାେନ ସମାନଙ୍କେର ଅଧିନାଯକ ଥିଲେ।
14 Porque primeiramente partiu a bandeira do arraial dos filhos de Judá segundo os seus exércitos; e sobre o seu exército estava Naassom, filho de Aminadabe.
15 ଆଉ ସୂଯାରର ପୁତ୍ର ନଥନଲେୋ ଇଷାଖର ଗୋଷ୍ଠୀର ସନୋଧ୍ଯକ୍ଷ ଥିଲେ।
15 E sobre o exército da tribo dos filhos de Issacar, Natanael, filho de Zuar.
16 ତା'ପରେ ସବୂଲୂନ ସନ୍ତାନଗଣର ବଂଶ ୟାତ୍ରାକଲେ ଓ ହେଲୋନ୍ ର ପୁତ୍ର ଇଲୀଯାବ୍ ତାଙ୍କର ଅଧ୍ଯକ୍ଷ ଥିଲେ।
16 E sobre o exército da tribo dos filhos de Zebulom, Eliabe, filho de Helom.
17 ପବିତ୍ର ତମ୍ବୁ ତଳକୁ ନିଆଗଲା। ଗେର୍ଶୋନର ସନ୍ତାନଗଣ ଓ ମରାରିର ସନ୍ତାନଗଣ ବହନ କରି ଅଗ୍ରସର ହେଲେ।
17 Então desarmaram o tabernáculo, e os filhos de Gérson e os filhos de Merari partiram, levando o tabernáculo.
18 ତା'ପରେ ରୁବନେ ଗୋଷ୍ଠୀର ବିଭାଗର ଧ୍ବଜା ଚଳିଲା। ପୁଣି ଶଦଯରେର ପୁତ୍ର ଇଲୀଷୂର ସମାନଙ୍କେର ଅଧିନାଯକ ଥିଲେ।
18 Depois partiu a bandeira do arraial de Rúben segundo os seus exércitos; e sobre o seu exército estava Elizur, filho de Sedeur.
19 ତା'ପରେ ଆସିଲେଶିମିଯୋନ ସନ୍ତାନଗଣର ବଂଶ ଓ ସୂରୀ ଶବ୍ଦଯର ପୁତ୍ର ଶଲୁମୀଯଲେ ସମାନଙ୍କେର ଅଧିନାଯକ ଥିଲେ।
19 E sobre o exército da tribo dos filhos de Simeão, Selumiel, filho de Zurisadai.
20 ତା'ପରେ ଗାଦର ଗୋଷ୍ଠୀ ଆସିଲେ ଓ ଦ୍ଯୁଯଲରେ ପୁତ୍ର ଇଲୀଯାସଫ୍ ସମାନଙ୍କେର ଅଧିନାଯକ ଥିଲେ।
20 E sobre o exército da tribo dos filhos de Gade, Eliasafe, filho de Deuel.
21 ତା'ପରେ କହାତୀଯଙ୍କ ପରିବାର ପବିତ୍ରସ୍ଥାନର ଭାର ବହନକରି ସହେି ପବିତ୍ର ତମ୍ବୁ ସ୍ଥାପନ କରିଥିଲେ। କହାତୀଯ ପହଞ୍ଚିବା ପୂର୍ବରୁ ଅନ୍ୟମାନେ ପବିତ୍ର ତମ୍ବୁ ସ୍ଥାପନ କରିଥିଲେ।
21 Então partiram os coatitas, levando o santuário; e os outros levantaram o tabernáculo, enquanto estes vinham.
22 ଏଥିଉତ୍ତା ରେ ଇଫ୍ରଯିମ ଗୋଷ୍ଠୀର ବିଭାଗର ଧ୍ବଜା ଚଳିଲା। ଅମ୍ମୀହୂଦର ପୁତ୍ର ଇଲୀଶାମା ସମାନଙ୍କେ ସୈନ୍ଯର ଅଧିନାଯକ ଥିଲେ।
22 Depois partiu a bandeira do arraial dos filhos de Efraim segundo os seus exércitos; e sobre o seu exército estava Elisama, filho de Amiúde.
23 ତା'ପରେ ଆସିଲେ ମନଃଶି ଲୋକମାନଙ୍କର ବଂଶ ଓ ସମାନଙ୍କେର ଅଧିନାଯକ ଥିଲେ ପଦାହସୂରର ପୁତ୍ର ଗମଲୀଯଲେ।
23 E sobre o exército da tribo dos filhos de Manassés, Gamaliel, filho de Pedazur.
24 ତତ୍ପରେ ବିନ୍ଯାମୀନ ଗୋଷ୍ଠୀ ଆସିଲେ ଓ ଗିଦିଯୋନିର ପୁତ୍ର ଅବୀଦାନ ସମାନଙ୍କେର ଅଧିନାଯକ ଥିଲେ।
24 E sobre o exército da tribo dos filhos de Benjamim, Abidã, filho de Gideoni.
25 ଦାନ ଗୋଷ୍ଠୀର ବିଭାଗର ଧ୍ବଜା ପରେ ଚାଳିତ ହେଲା। ସମାନେେ ପଶ୍ଚାତ୍ଭାଗର ପ୍ରହରୀ ଥିଲେ। ଆଉ ଅମ୍ମୀଶବ୍ଦଯର ପୁତ୍ର ଅହୀଯଷେ ସମାନଙ୍କେର ଅଧିନାଯକ ଥିଲେ।
25 Então partiu a bandeira do arraial dos filhos de Dã, fechando todos os arraiais segundo os seus exércitos; e sobre o seu exército estava Aieser, filho de Amisadai.
26 ତା'ପରେ ଆସିଲେ ଆଶରେ ଲୋକମାନଙ୍କର ବଂଶ ଓ ଅକ୍ରଣର ପୁତ୍ର ପଗୀଯଲେ ତାଙ୍କର ସନୋଧ୍ଯକ୍ଷ ଥିଲେ।
26 E sobre o exército da tribo dos filhos de Aser, Pagiel, filho de Ocrã.
27 ତଦୁପରି ଅଗ୍ରସର ହେଲେ ନପ୍ତାଲି ଲୋକମାନଙ୍କର ବଂଶ ଐନନର ପୁତ୍ର ଅହୀର ସମାନଙ୍କେର ଅଗ୍ରଭାଗ ରେ ଥିଲେ।
27 E sobre o exército da tribo dos filhos de Naftali, Aira, filho de Enã.
28 ଏହି କ୍ରମ ରେ ଇଶ୍ରାୟେଲ ଲୋକମାନଙ୍କର ୟାତ୍ରା ସମାନଙ୍କେର ବର୍ଗ ଅନୁସାରେ ହେଲା ଓ ସମାନେେ ଅଗ୍ରସର ହେଲେ।
28 Esta era a ordem das partidas dos filhos de Israel segundo os seus exércitos, quando partiam.
29 ତା'ପରେ ମାଶାେ ଆପଣା ଶ୍ବଶୁର ମିଦିଯନୀଯ ରୁଯଲରେ ପୁତ୍ର ହୋବବକୁ କହିଲେ, ଆମ୍ଭମାନେେ ସହେି ସ୍ଥାନକୁ ୟାଯଅଛୁ, ଯାହା ସଦାପ୍ରଭୁ କହିଥିଲେ, ସେ ଆମ୍ଭମାନଙ୍କୁ ଦବେେ, ଆମ୍ଭମାନଙ୍କ ସାଙ୍ଗ ରେ ଆସ। ଆମ୍ଭମାନେେ ତୁମ୍ଭର ମଗଂଳ କରିବା। କାରଣ ସଦାପ୍ରଭୁ ଇଶ୍ରାୟେଲ ବିଷଯ ରେ ମଙ୍ଗଳ ପ୍ରତିଜ୍ଞା କରିଛନ୍ତି।
29 Disse então Moisés a Hobabe, filho de Reuel, o midianita, sogro de Moisés: Nós caminhamos para aquele lugar, de que o Senhor disse: Vo-lo darei; vai conosco e te faremos bem; porque o Senhor falou bem sobre Israel.
30 କିନ୍ତୁ ହୋବବ କହିଲା, ମୁଁ ତୁମ୍ଭମାନଙ୍କ ସହିତ ଯାଉ ନାହିଁ। ମୁଁ ମାରେ ନିଜ ଦେଶକୁ ଓ ଆପଣା ଲୋକମାନଙ୍କ ନିକଟକୁ ଫରେିୟିବ।
30 Porém ele lhe disse: Não irei; antes irei à minha terra e à minha parentela.
31 ତା'ପରେ ମାଶାେ କହିଲେ, ବିନଯ କରୁଅଛି, ତୁମ୍ଭେ ଆମ୍ଭମାନଙ୍କୁ ଛାଡ ନାହିଁ, ମରୁଭୂମି ମଧିଅରେ ଆମ୍ଭର ଛାଉଣୀ ସ୍ଥାପନ କରିବାକୁ କେଉଁ ସ୍ଥାନ ସର୍ବୋତ୍ତମ, ତାହା ତୁମ୍ଭେ ସର୍ବୋତ୍ତମ ଜାଣ। ତେଣୁ ତୁମ୍ଭେ ଆମ୍ଭର ପଥ ପ୍ରଦର୍ଶକ ହବେ।
31 E ele disse: Ora, não nos deixes; porque tu sabes onde devemos acampar no deserto; nos servirás de guia.
32 ଯଦି ତୁମ୍ଭେ ଆମ୍ଭମାନଙ୍କ ସହିତ ୟିବ, ସଦାପ୍ରଭୁ ଆମ୍ଭମାନଙ୍କ ପ୍ରତି ଯେ କୌଣସି ଉତ୍ତମ ଜିନିଷ ଦବେେ, ତାହା ଆମ୍ଭମାନେେ ତୁମ୍ଭ ସହିତ ବାଣ୍ଟ କରିବୁ।
32 E será que, vindo tu conosco, e sucedendo o bem que o Senhor nos fizer, também nós te faremos bem.
33 ସମାନେେ ସଦାପ୍ରଭୁଙ୍କ ପର୍ବତରୁ ତିନିଦିନର ପଥ ଅତିକ୍ରମ କଲେ, ପୁଣି ସଦାପ୍ରଭୁଙ୍କ ନିଯମ ସିନ୍ଦୁକ ସମାନଙ୍କେ ନିମନ୍ତେ ବିଶ୍ରାମସ୍ଥାନ ଅନ୍ବଷେଣ କରିବା ପାଇଁ ସମାନଙ୍କେ ଆଗ ରେ ତିନିଦିନର ପଥ ଗଲା।
33 Assim partiram do monte do Senhor caminho de três dias; e a arca da aliança do Senhor caminhou diante deles caminho de três dias, para lhes buscar lugar de descanso.
34 ପ୍ରତିଦିନ ସଦାପ୍ରଭୁଙ୍କର ମେଘ ସମାନଙ୍କେୁ ବାଟ କଢାଇଲେ, ଯେତବେେଳେ ସମାନେେ ସମାନଙ୍କେର ଛାଉଣୀରୁ ୟାତ୍ରାରମ୍ଭ କଲେ।
34 E a nuvem do Senhor ia sobre eles de dia, quando partiam do arraial.
35 ପୁଣି ପବିତ୍ର ସିନ୍ଦୁକ ଅଗ୍ରସର ହବୋ ବେଳେ ମାଶାେ କହନ୍ତି,
35 Acontecia que, partindo a arca, Moisés dizia: Levanta-te, Senhor, e dissipados sejam os teus inimigos, e fujam diante de ti os que te odeiam.
36 ଆଉ ପବିତ୍ର ସିନ୍ଦୁକ ଅଟକି ଗଲା ବେଳେ ମାଶାେ କହନ୍ତି,
36 E, pousando ela, dizia: Volta, ó Senhor, para os muitos milhares de Israel.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Números 10, comparar traduções ou montar um estudo — tudo direto pelo WhatsApp.