Números 13

Oriya Bible (GL_ORIYA) vs NTLH

Sair da comparação
NTLH Nova Tradução na Linguagem de Hoje 2000
1 ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,
1 O Senhor Deus disse a Moisés:
2 ମୁଁ ଇଶ୍ରାୟେଲର ଲୋକମାନଙ୍କୁ ଯେଉଁ କିଣାନ ଦେଶ ଦବେି, ତାହା ଅନୁସନ୍ଧାନ କରିବାକୁ ତୁମ୍ଭେ ଲୋକ ପଠାଅ। ସମାନଙ୍କେର ପ୍ରେତ୍ୟକକ ପିତୃବଂଶ ମଧିଅରେ ଯେଉଁ ମାନେ ଅଧିପତି, ସମାନଙ୍କେୁ ପଠାଅ।
2 — Mande alguns homens para espionar a terra de Canaã, a terra que eu vou dar aos israelitas. Em cada tribo escolha um homem que seja líder.
3 ତେଣୁ ମାଶାେ ସଦାପ୍ରଭୁଙ୍କ ଆଜ୍ଞାନୁସା ରେ ପାରଣ ମରୁଭୂମି ପ୍ରାନ୍ତରରୁ ସମାନଙ୍କେୁ ପଠାଇଲେ। ସହେି ଲୋକମାନେ ଇଶ୍ରାୟେଲର ଲୋକମାନଙ୍କର ନତେୃବର୍ଗ ଥିଲେ।
3 Do deserto de Parã Moisés enviou os espiões, de acordo com as ordens de Deus, o Senhor . Todos eram chefes de tribos do povo de Israel. São estes os seus nomes:
4 ସହେି ପ୍ରଧାନମାନଙ୍କର ନାମ ଏହି
4 — ausente —
5 ଶିମିୟୋନ ଗୋଷ୍ଠୀବର୍ଗ ମଧ୍ଯରୁ ହୋରିର ପୁତ୍ର ଶାଫଟ।
5 — ausente —
6 ଯିହୁଦା ଗୋ୍ଟୀବର୍ଗ ମଧ୍ଯରୁ ୟିଫୁନ୍ନିର ପୁତ୍ର କାଲେବ୍।
6 — ausente —
7 ଇଷାଖର ଗୋଷ୍ଠୀବର୍ଗ ମଧ୍ଯରୁ ଯୋଷଫେର ପୁତ୍ର ୟିଗାଲ।
7 — ausente —
8 ଇଫ୍ରଯିମ ଗୋଷ୍ଠୀବର୍ଗ ମଧ୍ଯରୁ ନୂନର ପୁତ୍ର ହାେେଶୟ।
8 — ausente —
9 ବିଦ୍ଯାମୀନ ଗୋଷ୍ଠୀବର୍ଗ ମଧ୍ଯରୁ ରାଫୁର ପୁତ୍ର ପଲ୍ଟି।
9 — ausente —
10 ସବୁଲୂନ ଗୋଷ୍ଠୀବର୍ଗ ମଧ୍ଯରୁ ସୋଦିର ପୁତ୍ର ଗବ୍ଦୀଯଲେ।
10 — ausente —
11 ଯୋଷଫେ ଗୋଷ୍ଠୀବର୍ଗ ସୂଷିର ପୁତ୍ର ଗବ୍ଦି ମନଃଶି ଗୋଷ୍ଠୀର ଅଟେ।
11 — ausente —
12 ଦାନ ଗୋଷ୍ଠୀବର୍ଗ ମଧ୍ଯରୁ ଗମଲ୍ଲୀର ପୁତ୍ର ଅମ୍ମୀଯଲେ।
12 — ausente —
13 ଆଶରେ ଗୋଷ୍ଠୀବର୍ଗ ମଧ୍ଯରୁ ମୀଖାଯଲରେ ପୁତ୍ର ସଥୁର।
13 — ausente —
14 ନପ୍ତାଲି ଗୋଷ୍ଠୀବର୍ଗ ମଧ୍ଯରୁ ବପ୍ ସିର ପୁତ୍ର ନହବି।
14 — ausente —
15 ଗାଦ ଗୋଷ୍ଠୀବର୍ଗ ମଧ୍ଯରୁ ମାଖିର ପୁତ୍ର ଗୂଯଲେ।
15 — ausente —
16 ମାଶାେ ଯେଉଁ ଲୋକମାନଙ୍କୁ ଗୁପ୍ତଚର କାର୍ୟ୍ଯ କରିବାକୁ ସହେି ଦେଶ ପଠାଇ ଥିଲେ, ମାଶାେ ନୂନର ପୁତ୍ର ହାେେଶୟଙ୍କୁ ଯିହାଶୂେୟ ନାମ ଦେଲେ।
16 São esses os nomes dos homens que Moisés mandou espionar a terra. Ele mudou o nome de Oseias, filho de Num, para Josué.
17 ଆଉ ମାଶାେ ଏମାନଙ୍କୁ କିଣାନ ଦେଶ ରେ ଗୁପ୍ତଚର କାର୍ୟ୍ଯ କରିବାକୁ ପଠାଇ ସମାନଙ୍କେୁ କହିଲେ, ତୁମ୍ଭମାନେେ ନଗେଭେକୁ ୟାଅ ଏବଂ ତା'ପରେ ପର୍ବତମଯ ଦେଶକୁ ୟାଅ।
17 Quando Moisés os mandou espionar a terra de Canaã, disse a esses homens o seguinte: — Vão pela região sul e subam pelas montanhas.
18 ପୁଣି ସହେି ଦେଶ କିପରି, ତହିଁର ବାସିନ୍ଦାମାନେ ବଳବାନ୍ କି ଦିର୍ବଳ ଓ ସେ ଅଳ୍ପ କି ଅନକେ ସେ ବିଷଯ ରେ ଅନୁସନ୍ଧାନ କର।
18 Vejam bem que terra é essa. Vejam também se o povo que mora nela é forte ou fraco, se são poucos ou muitos.
19 ପୁଣି ସମାନେେ ଯେଉଁ ଦେଶ ରେ ବାସ କରୁଛନ୍ତି ସେ ଦେଶ ଭଲ କି ମନ୍ଦ, ଯେଉଁ ନଗର ରେ ବାସ କରନ୍ତି ତାହା କି ପ୍ରକାର, ସମାନେେ ତମ୍ବୁ ରେ କି ଗଡ ରେ, କାହିଁ ରେ ବାସ କରନ୍ତି, ତାହା ମଧ୍ଯ ଅନୁସନ୍ଧାନ କର।
19 Vejam se a terra onde esse povo mora é boa ou ruim, se as suas cidades têm muralhas ou não.
20 ପୁଣି ସହେି ମାଟିର ଉତ୍କର୍ଷଣ ଖୋଳ, ଉର୍ବର କି ଅନୁର୍ବର। ତହିଁ ମଧିଅରେ ବୃକ୍ଷ ଅଛି କି ନାହିଁ, ତାହା ଦେଖ। ଆଉ ତୁମ୍ଭମାନେେ ସାହସୀ ହାଇେ ସହେି ଦେଶର ଫଳରୁ କିଛି ସଙ୍ଗ ରେ ଆଣ। ସହେି ସମୟରେ ପ୍ରଥମ ଦ୍ରାକ୍ଷାଫଳ ପାଚିବାର ଥିଲା।
20 Examinem também a qualidade da terra, se é boa para plantar ou não. Vejam se há matas. Tenham coragem e tragam algumas frutas da terra (Estava na época da primeira colheita de uvas.).
21 ତେଣୁ ସମାନେେ ସୀନ ମରୁଭୂମିରୁ ୟାତ୍ରାକରି ହମାତର ପ୍ରବେଶ ସ୍ଥାନ ରହୋବ ପର୍ୟ୍ଯନ୍ତ ଦେଶ ଅନୁସନ୍ଧାନ କଲେ।
21 Assim, os homens saíram e espionaram a terra desde o deserto de Zim até Reobe, perto da subida de Hamate.
22 ଆଉ ସମାନେେ ଦକ୍ଷିଣ ଦିଗ ଦଇେ ହିବ୍ରୋଣ ରେ ୟାଇ ଉପସ୍ଥିତ ହେଲେ, ସହେି ସ୍ଥାନ ରେ ଅହୀମାନ୍, ଶେଶଯ, ତଲ୍ମଯ, ଏହିମାନେ ଅନାକର ବଂଶଧର ବାସ କରୁଥିଲେ। ମିଶରସ୍ଥିତ ସୋଯନର ସାତବର୍ଷ ପୂର୍ବେ ହିବ୍ରୋଣ ନିର୍ମାଣ ହାଇେଥିଲା।
22 Eles subiram pela região sul e foram até Hebrom. Ali viviam Aimã, Sesai e Talmai, descendentes de uma raça de gigantes chamados anaquins (Hebrom tinha sido construída sete anos antes de Zoã, no Egito.).
23 ଏହାପରେ ସମାନେେ ଇଷ୍କୋଲ ଉପତ୍ୟକା ରେ ଉପସ୍ଥିତ ହାଇେ ସଠାେରେ ଏକ ପନ୍ଡୋ ଫଳୟୁକ୍ତ ଦ୍ରାକ୍ଷାଲତାର ଏକ ଡାଳ କାଟି ତାହା ଦୁଇଜଣ ସାଙ୍ଗୀ ରେ ବହନ କଲେ, ସମାନେେ ମଧ୍ଯ କିଛି ଡାଳିମ୍ବ ଓ ଡିମ୍ବିରି ଫଳ ଆଣିଲେ।
23 Depois chegaram ao vale de Escol e ali cortaram um galho de uma parreira com um cacho de uvas, que dois homens carregaram pendurado numa vara. Eles pegaram também romãs e figos
24 ଇଶ୍ରାୟେଲର ଲୋକମାନେ ଯେଉଁ ଉପତ୍ୟକା ରେ ଦ୍ରାକ୍ଷାପନ୍ଡୋ କାଟି ଥିଲେ, ସେଥି ସକାେଶ ସହେି ସ୍ଥାନ ଇଷ୍କୋଲ ଉପତ୍ୟକା ନାମ ରେ ପ୍ରସିଦ୍ଧ ହେଲା।
24 (Chamaram aquele lugar de “vale de Escol ” por causa do cacho de uvas que eles haviam cortado ali.).
25 ସମାନେେ ଚାଳିଶ ଦିନ ସହେି ଦେଶ ଅନୁସନ୍ଧାନ କଲାପରେ ଫରେି ଆସିଲେ।
25 Depois de espionarem a terra quarenta dias,
26 ଅନନ୍ତର ସମାନେେ ଆସି ପାରଣ ମରୁଭୂମି କାଦେଶ ନାମକ ସ୍ଥାନ ରେ ମାଶାଙ୍କେୁ ଭଟେିଲେ, ହାରୋଣ ଓ ଇଶ୍ରାୟେଲ ଲୋକମାନେ ସମସ୍ତ ମଣ୍ତଳୀ ନିକଟରେ ଉପସ୍ଥିତ ହାଇେ ସମାନଙ୍କେୁ ଓ ସମସ୍ତ ମଣ୍ତଳୀକି ସମାଚାର ଦେଲେ ଓ ସମାନଙ୍କେୁ ସହେି ଦେଶର ଫଳ ଦଖାଇେଲେ।
26 eles voltaram a Cades, no deserto de Parã, onde estavam Moisés, Arão e todo o povo de Israel. E contaram a eles e a todo o povo o que tinham visto e mostraram as frutas que haviam trazido da terra.
27 ପୁଣି ସମାନେେ ବର୍ଣନା କରି ତାହାଙ୍କୁ କହିଲେ, ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଦେଶକୁ ପଠାଇଥିଲ, ଆମ୍ଭମାନେେ ସଠାେକୁ ୟାଇଥିଲୁ। ଏହା ଏକ ଦୁଗ୍ଧ-ମଧୁର ଦେଶ। ଏହା ହେଉଛି ସହେି ଦେଶର ଫଳ।
27 Eles disseram a Moisés: — Nós fomos até a terra aonde você nos enviou. De fato, ela é boa e rica, como se pode ver por estas frutas.
28 ତଥାପି ସହେି ଦେଶ ନିବାସିମାନେ ବଳବାନ୍, ନଗରସବୁ ପ୍ରାଚୀର ବେଷ୍ଟିତ ଓ ଅତି ବଡ, ଆହୁରି ଆମ୍ଭମାନେେ ସଠାେରେ ଅନାକର ସନ୍ତାନମାନଙ୍କୁ ଦେଖିଲୁ।
28 Mas os que moram lá são fortes, e as cidades são muito grandes e têm muralhas. Além disso, vimos ali os descendentes dos gigantes.
29 ଦକ୍ଷିଣ ଦେଶ ରେ ଅମାଲକେ ବାସ କରନ୍ତି, ପର୍ବତମଯ ଦେଶ ରେ ହିତ୍ତୀଯ, ୟିବୁଷୀଯ ଓ ଇ ମାରେୀଯ ଲୋକମାନେ ବାସ କରନ୍ତି। ଆଉ ସମୁଦ୍ର ନିକଟରେ ଓ ୟର୍ବ୍ଦନ ତୀର ରେ କିଣାନୀଯ ଲୋକମାନେ ବାସକରନ୍ତି।
29 Os amalequitas moram na região sul da terra. Os heteus, os jebuseus e os amorreus moram nas montanhas. Os cananeus vivem perto do mar Mediterrâneo e na beira do rio Jordão.
30 କାଲେବ୍ ମାଶାଙ୍କେ ନିକଟରେ ଥିବା ଲୋକମାନଙ୍କୁ କହିଲେ, ଆସ ଆମ୍ଭମାନେେ ଏହାକୁ ଅକ୍ତିଆର କରିବା, ସମାନଙ୍କେୁ ପରାସ୍ତ କିରିବାକୁ ଆମ୍ଭମାନଙ୍କର ୟଥେଷ୍ଟ ବଳ ଅଛି।
30 Aí o povo começou a reclamar contra Moisés, mas Calebe os fez calar e disse: — Vamos atacar agora e conquistar a terra deles; nós somos fortes e vamos conseguir isso!
31 ମାତ୍ର ଯେଉଁ ଲୋକମାନେ ତାଙ୍କ ସହିତ ୟାଇଥିଲେ, ସମାନେେ କହିଲେ, ଆମ୍ଭମାନେେ ସହେି ଲୋକମାନଙ୍କ ବିରୁଦ୍ଧ ରେ ୟାଇ ପାରିବୁ ନାହିଁ। କାରଣ ସମାନେେ ଆମ୍ଭଠାରୁ ଶକ୍ତିଶାଳୀ।
31 Porém os outros que tinham ido com ele disseram: — Não. Não podemos atacar aquela gente, pois é mais forte do que nós.
32 ଏହିରୂପେ ସମାନେେ ଯେଉଁ ଦେଶ ଅନୁସନ୍ଧାନ କରିଥିଲେ ଇଶ୍ରାୟେଲର ଲୋକମାନଙ୍କ ନିକଟରେ ସହେି ଦେଶର ଅଖ୍ଯାତି କରି କହିଲେ, ଯେଉଁ ଦେଶର ମଧ୍ଯ ଦଇେ ଆମ୍ଭମାନେେ ୟାତ୍ରା କଲୁ, ତାହା ନିଜର ଅଧିବାସୀମାନଙ୍କୁ ଗ୍ରାସ କଲା। ଆମ୍ଭମାନେେ ଯେତେ ଲୋକଙ୍କୁ ସଠାେରେ ଦେଖିଲୁ ସମାନେେ ବଡ ଡେଙ୍ଗା।
32 Assim, espalharam notícias falsas entre os israelitas a respeito da terra que haviam espionado. Eles disseram: — Aquela terra não produz o suficiente nem para alimentar os seus moradores. E os homens que vimos lá são muito altos.
33 ସଠାେରେ ଆମ୍ଭମାନେେ ଅନାକର ନଫଲିେମ୍ ସନ୍ତାନ ମହାବୀରଗଣଙ୍କୁ ଦେଖିଲୁ, ଆଉ ସମାନଙ୍କେ ଦୃଷ୍ଟି ରେ ଆମ୍ଭମାନେେ ଝିଣ୍ଟିକା ପରି ହେଲୁ।
33 Também vimos ali gigantes, os descendentes de Anaque. Perto deles nós nos sentíamos tão pequenos como gafanhotos; e, para eles, também parecíamos gafanhotos.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Números 13, comparar traduções ou montar um estudo — tudo direto pelo WhatsApp.