Números 18

Oriya Bible (GL_ORIYA) vs ACF

Sair da comparação
ACF Almeida Corrigida Fiel
1 ଅନନ୍ତର ସଦାପ୍ରଭୁ ହାରୋଣଙ୍କୁ କହିଲେ, ତୁମ୍ଭେ ତୁମ୍ଭର ପୁତ୍ରଗଣ ଓ ତୁମ୍ଭର ପରିବାର ପବିତ୍ରସ୍ଥାନ ପାଇଁ ଦାଯୀ ରହିବ। ପୁଣି ଯାଜକତ୍ବର କର୍ତ୍ତବ୍ଯ ପାଇଁ ତୁମ୍ଭେ ଓ ତୁମ୍ଭର ପୁତ୍ରଗଣ ଦାଯୀ ରହିବେ।
1 Então disse o SENHOR a Arão: Tu, e teus filhos, e a casa de teu pai contigo, levareis sobre vós a iniqüidade do santuário; e tu e teus filhos contigo levareis sobre vós a iniqüidade do vosso sacerdócio.
2 ତୁମ୍ଭେ ଲବେୀୟମାନଙ୍କଠାରୁ ତୁମ୍ଭର ଅନ୍ୟ ଭ୍ରାତୃଗଣଙ୍କୁ ତୁମ୍ଭ ନିକଟକୁ ଆଣ। ସମାନେେ ତୁମ୍ଭ ସହିତ ୟୋଗ ଦବେେ ଓ ତୁମ୍ଭର ସାହାୟ୍ଯ କରିବେ। ଯେତବେେଳେ ତୁମ୍ଭେ ଓ ତୁମ୍ଭ ପୁତ୍ରଗଣ ସାକ୍ଷ୍ଯ ତମ୍ବୁ ସମ୍ମୁଖ ରେ ରହିବ।
2 E também farás chegar contigo a teus irmãos, a tribo de Levi, a tribo de teu pai, para que se ajuntem a ti, e te sirvam; mas tu e teus filhos contigo estareis perante a tenda do testemunho.
3 ସମାନେେ ତୁମ୍ଭକୁ ବିବରଣୀ ଦବେେ ଓ ପବିତ୍ର ତମ୍ବୁର ରକ୍ଷାର ଦାଯିତ୍ବ ନବେେ। କିନ୍ତୁ ସମାନେେ ପବିତ୍ର ପାତ୍ର ନିକଟକୁ କିମ୍ବା ୟଜ୍ଞବଦେୀ ନିକଟକୁ ଯିବେ ନାହିଁ। ତେଣୁ ସମାନେେ ମରନ୍ତି ନାହିଁ, ତୁମ୍ଭେ ମଧ୍ଯ ନୁହଁ।
3 E eles cumprirão as tuas ordens e terão o encargo de toda a tenda; mas não se chegarão aos utensílios do santuário, nem ao altar, para que não morram, tanto eles como vós.
4 ସମାନେେ ତୁମ୍ଭ ସହିତ ୟୋଗ ଦଇେ ତୁମ୍ଭର ସମସ୍ତ ସବୋକର୍ମ ସହିତ ସମାଗମ ତମ୍ବୁର ରକ୍ଷଣୀଯ ଦାଯିତ୍ବ ନବେେ। ଆଉ କୌଣସି ଅନ୍ୟ ବଂଶୀଯ ଲୋକ ସମାନଙ୍କେ ନିକଟକୁ ୟିବ ନାହିଁ।
4 Mas se ajuntarão a ti, e farão o serviço da tenda da congregação em todo o ministério da tenda; e o estranho não se chegará a vós.
5 ପୁଣି ଇଶ୍ରାୟେଲ ଲୋକମାନଙ୍କ ପ୍ରତି ଆମ୍ଭର କୋରଧ ଯେପରି ଆଉ ନ ଉପୁଜେ, ସେଥିପାଇଁ ତୁମ୍ଭମାନେେ ପବିତ୍ରସ୍ଥାନର ଓ ୟଜ୍ଞବଦେୀର ସୁରକ୍ଷାର ଦାଯିତ୍ବ ନବେ।
5 Vós, pois, fareis o serviço do santuário e o serviço do altar; para que não haja outra vez furor sobre os filhos de Israel.
6 ଆଉ ଆମ୍ଭେ ଇଶ୍ରାୟେଲର ଲୋକମାନଙ୍କ ମଧ୍ଯରୁ ତୁମ୍ଭ ଭ୍ରାତୃଗଣ ଲବେୀମାନଙ୍କୁ ଗ୍ରହଣ କରିଅଛୁ। ସମାନେେ ଯେପରି ସଦାପ୍ରଭୁଙ୍କର ଓ ସମାଗମ ତମ୍ବୁର ସବୋ କରିପାରିବେ, ସମାନେେ ତୁମ୍ଭଙ୍କୁ ଉପହାର ସ୍ବରୂପ ଦେଲେ।
6 E eu, eis que tenho tomado vossos irmãos, os levitas, do meio dos filhos de Israel; são dados a vós em dádiva pelo Senhor, para que sirvam ao ministério da tenda da congregação.
7 କିନ୍ତୁ ତୁମ୍ଭେ ଓ ତୁମ୍ଭର ପୁତ୍ରଗଣ ୟଜ୍ଞବଦେୀ ସମ୍ବନ୍ଧୀଯ ସକଳ ବିଷଯ ରେ ଓ ବିଚ୍ଛଦବେସ୍ତ୍ର ଭିତ ରେ ପବିତ୍ର ସ୍ଥାନ ରେ ଯାଜକତ୍ବ ପାଳନ କରିବ ଓ ସବୋ କରିବ, ଆମ୍ଭେ ଆମ୍ଭର ଦାନଜନିତ ସବୋରୂପେ ତୁମ୍ଭମାନଙ୍କୁ ଯାଜକତ୍ବ ପଦ ଦଲେୁ। ଯଦି କହେି ଅଜଣା ବ୍ଯକ୍ତି ମାରେ ପବିତ୍ରସ୍ଥାନ ନିକଟକୁ ଆ ସେ, ତାକୁ ହତ୍ଯା କରାୟିବ।
7 Mas tu e teus filhos contigo cumprireis o vosso sacerdócio no tocante a tudo o que é do altar, e a tudo o que está dentro do véu, nisso servireis; eu vos tenho dado o vosso sacerdócio em dádiva ministerial e o estranho que se chegar morrerá.
8 ତା'ପରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, ମାେତେ ଦିଆୟାଇଥିବା ଉପହାରର ଦାଯୀତ୍ବ ମୁଁ ତୁମ୍ଭକୁ ଦଲେି। ତୁମ୍ଭକୁ ଓ ତୁମ୍ଭର ବଂଶଧରମାନଙ୍କୁ ମୁଁ ଦେଉଥିବା ପବିତ୍ର ଦ୍ରବ୍ଯ ସମାନଙ୍କେର ଚିରସ୍ଥାଯୀ ଅଂଶ ହବେ।
8 Disse mais o Senhor a Arão: Eis que eu te tenho dado a guarda das minhas ofertas alçadas, com todas as coisas santas dos filhos de Israel; por causa da unção as tenho dado a ti e a teus filhos por estatuto perpétuo.
9 ମହାପବିତ୍ର ବସ୍ତ୍ରର ଏହିସବୁ ଅଂଶଗୁଡିକ ତୁମ୍ଭର ହବେ। ଏହି ଅଂଶଗୁଡିକ ଦଗ୍ଧ ହବୋ ଉଚିତ୍ ନୁହଁ ଯଥା: ସମାନଙ୍କେର ଶସ୍ଯ ନବୈେଦ୍ଯ ପାପାର୍ଥକ ବଳି ଓ ଦୋଷାର୍ଥକ ବଳି। ଏଗୁଡିକ ମହାପବିତ୍ର ଓ ତାହା ତୁମ୍ଭ ପାଇଁ ଏବଂ ତୁମ୍ଭର ଭବିଷ୍ଯତ ବଂଶଧରଙ୍କ ପାଇଁ।
9 Isto terás das coisas santíssimas do fogo; todas as suas ofertas com todas as suas ofertas de alimentos, e com todas as suas expiações pelo pecado, e com todas as suas expiações pela culpa, que me apresentarão; serão coisas santíssimas para ti e para teus filhos.
10 ତୁମ୍ଭେ ତାହାକୁ ମହାପବିତ୍ର ଭାବି ଭୋଜନ କରିବ। ପ୍ରେତ୍ୟକକ ପୁରୁଷ ପବିତ୍ରସ୍ଥାନ ରେ ତାହାକୁ ଭୋଜନ କରିବେ, ତାହା ତୁମ୍ଭ ପ୍ରତି ପବିତ୍ର ହବେ।
10 No lugar santíssimo as comerás; todo o homem a comerá; santas serão para ti.
11 ଇଶ୍ରାୟେଲର ଲୋକମାନେ ସମସ୍ତ ଦୋଳନୀଯ ନବୈେଦ୍ଯର ଦାନ ମଧ୍ଯରୁ ଉତ୍ତୋଳନୀଯ ଉପହାର ଆମ୍ଭେ ତୁମ୍ଭକୁ, ତୁମ୍ଭର ପୁତ୍ରଗଣଙ୍କୁ ଓ ତୁମ୍ଭର କନ୍ଯାମାନଙ୍କୁ ଅନନ୍ତକାଳୀନ ଅଧିକା ରେର୍ଥେ ଦଲେୁ। ତୁମ୍ଭ ପରିବାରର ପ୍ରେତ୍ୟକକ ବିଧିସମ୍ମତ ଶୁଚି ଲୋକ ତାହା ଭୋଜନ କରିପାରିବେ।
11 Também isto será teu: a oferta alçada dos seus dons com todas as ofertas movidas dos filhos de Israel; a ti, a teus filhos, e a tuas filhas contigo, as tenho dado por estatuto perpétuo; todo o que estiver limpo na tua casa, delas comerá.
12 ଇଶ୍ରାୟେଲ ଲୋକମାନେ ମାେ ଉବ୍ଦେଶ୍ଯ ରେ ଯେଉଁ ପ୍ରଥମଜାତ ଉତ୍ତମ ତୈଳ, ଉତ୍ତମ ଦ୍ରାକ୍ଷାଫଳ ଓ ଶସ୍ଯ ଉତ୍ସର୍ଗ କରିବେ, ତାହା ସବୁ ଆମ୍ଭେ ତୁମ୍ଭକୁ ଦଲେୁ।
12 Todo o melhor do azeite, e todo o melhor do mosto e do grão, as suas primícias que derem ao Senhor, as tenho dado a ti.
13 ସମାନେେ ନିଜ ନିଜ ଭୂମିରୁ ଉତ୍ପନ୍ନ ଯେଉଁସବୁ ପ୍ରଥମ ପକ୍ବଫଳ ସଦାପ୍ରଭୁଙ୍କ ଉତ୍ସର୍ଗ କରନ୍ତି, ସେସବୁ ତୁମ୍ଭର ହବେ, ତୁମ୍ଭ ଗୃହସ୍ଥିତ ପ୍ରେତ୍ୟକକ ବିଧିସମ୍ମତ ଶୁଚି ବ୍ଯକ୍ତି ତାହା ଭୋଜନ କରିବ।
13 Os primeiros frutos de tudo que houver na terra, que trouxerem ao Senhor, serão teus; todo o que estiver limpo na tua casa os comerá.
14 ଇଶ୍ରାୟେଲ ରେ ସଦାପ୍ରଭୁଙ୍କୁ ସମସ୍ତ ଉତ୍ସର୍ଗୀକୃତ ଦ୍ରବ୍ଯ ତୁମ୍ଭର ହବେ।
14 Toda a coisa consagrada em Israel será tua.
15 ସମାନେେ ମନୁଷ୍ଯ ଓ ପଶୁମାନଙ୍କର ପ୍ରଥମଜାତ ସଦାପ୍ରଭୁଙ୍କୁ ଉତ୍ସର୍ଗ କରନ୍ତି। ସମାନେେ ସମସ୍ତ ତୁମ୍ଭର, ତୁମ୍ଭେ ମନୁଷ୍ଯର ପ୍ରଥମଜାତକୁ ଓ ଅଶୁଚି ପଶୁକୁ ମୁକ୍ତ କରିବା ଉଚିତ୍।
15 Tudo que abrir a madre, e toda a carne que trouxerem ao Senhor, tanto de homens como de animais, será teu; porém os primogênitos dos homens resgatarás; também os primogênitos dos animais imundos resgatarás.
16 ଯେ ତବେଳେ ତୁମ୍ଭେ ଏକ ମାସର ଶିଶୁକୁ ମୁକ୍ତ କର, ତା'ର ନିରୂପିତ ମୂଲ୍ଯ ରେ ପବିତ୍ରସ୍ଥାନର କୋଡିଏ ଗରୋ ପରିମିତ ଶକେଲ ଅନୁସାରେ ପାଞ୍ଚ ଶକେଲ ରୂପା ରେ ମୁକ୍ତ କରିବ।
16 Os que deles se houverem de resgatar resgatarás, da idade de um mês, segundo a tua avaliação, por cinco siclos de dinheiro, segundo o siclo do santuário, que é de vinte geras.
17 ମାତ୍ର ତୁମ୍ଭେ ଗୋରୁ କିମ୍ବା ମଷେ କିମ୍ବା ଛାଗର ପ୍ରଥମଜାତକୁ ମୁକ୍ତ କରିବ ନାହିଁ। ସମାନେେ ପବିତ୍ର, ତୁମ୍ଭେ ୟଜ୍ଞବଦେୀ ଉପରେ ସମାନଙ୍କେର ରକ୍ତ ଛିଞ୍ଚିବେ ଏବଂ ସମାନଙ୍କେର ମଦକେୁ ଦଗ୍ଧ କରିବ। ଏହା ସଦାପ୍ରଭୁଙ୍କ ନିମନ୍ତେ ସୁବାସିତ ନବୈେଦ୍ଯ ହବେ।
17 Mas o primogênito de vaca, ou primogênito de ovelha, ou primogênito de cabra, não resgatarás, santos são; o seu sangue espargirás sobre o altar, e a sua gordura queimarás em oferta queimada de cheiro suave ao Senhor.
18 ଆଉ ସମାନଙ୍କେର ମାଂସ, ଦୋଳନୀଯ ନବୈେଦ୍ଯାର୍ଥକ ବକ୍ଷ ଓ ଦକ୍ଷିଣ ଚଟୁଆ, ଏ ସମସ୍ତ ତୁମ୍ଭର ହବେ।
18 E a carne deles será tua; assim como o peito da oferta de movimento, e o ombro direito, teus serão.
19 ଇଶ୍ରାୟେଲ ଲୋକମାନେ ଯେଉଁସବୁ ଦ୍ରବ୍ଯ ପବିତ୍ର କରି ଉତ୍ତୋଳନୀଯ ଉପହାରରୂପେ ସଦାପ୍ରଭୁଙ୍କୁ ଉତ୍ସର୍ଗ କରନ୍ତି, ସେ ସମସ୍ତ ଆମ୍ଭେ ଅନନ୍ତକାଳୀନ ଅଧିକାରାର୍ଥେ ତୁମ୍ଭକୁ, ତୁମ୍ଭର ପୁତ୍ରଗଣକୁ ଓ ତୁମ୍ଭର କନ୍ଯାଗଣକୁ ଦଲେୁ। ତୁମ୍ଭ ପାଇଁ ଓ ତୁମ୍ଭ ବଂଶପାଇଁ ଏହା ସଦାପ୍ରଭୁଙ୍କ ସାକ୍ଷାତ ରେ ଅନନ୍ତକାଳୀନ ନିଯମ।
19 Todas as ofertas alçadas das coisas santas, que os filhos de Israel oferecerem ao Senhor, tenho dado a ti, e a teus filhos e a tuas filhas contigo, por estatuto perpétuo; aliança perpétua de sal perante o Senhor é, para ti e para a tua descendência contigo.
20 ସଦାପ୍ରଭୁ ହାରୋଣଙ୍କୁ କହିଲେ, ସମାନଙ୍କେ ଭୂମିରେ ତୁମର କୈଣସି ଅଧିକାର ରହିବ ନାହିଁ, ସମାନଙ୍କେ ମଧିଅରେ ତୁମ୍ଭର କୌଣସି ଭାଗ ରହିବ ନାହିଁ। ମାତ୍ର ଇଶ୍ରାୟେଲର ଲୋକମାନଙ୍କ ମଧିଅରେ ମୁଁ ହିଁ ତୁମ୍ଭର ଭାଗ ଓ ତୁମ୍ଭର ଅଧିକାର।
20 Disse também o Senhor a Arão: Na sua terra herança nenhuma terás, e no meio deles, nenhuma parte terás; eu sou a tua parte e a tua herança no meio dos filhos de Israel.
21 ପୁଣି ଇଶ୍ରାୟେଲର ଲୋକମାନେ ଯେଉଁ ଏକ ଦଶମାଂଶ ଦବେେ, ଲବେୀ ଗୋଷ୍ଠୀର ଏହା ଉପ ଭୋଗ କରିବେ, ସମାଗମ ତମ୍ବୁ ସମ୍ବନ୍ଧୀଯ ସବୋକାର୍ୟ୍ଯ ପାଇଁ ପରିଶାଧେ ରେ ମୁଁ ଏହା ଲବେୀୟମାନଙ୍କୁ ଦଲେି।
21 E eis que aos filhos de Levi tenho dado todos os dízimos em Israel por herança, pelo ministério que executam, o ministério da tenda da congregação.
22 ମାତ୍ର ଇଶ୍ରାୟେଲର ଅନ୍ୟମାନେ ସମାଗମ ତମ୍ବୁ ନିକଟକୁ ଆସିବେ ନାହିଁ। ସମାନେେ ଆସିଲେ ମରିବେ।
22 E nunca mais os filhos de Israel se chegarão à tenda da congregação, para que não levem sobre si o pecado e morram.
23 ମାତ୍ର ଲବେୀମାନେ ସମାଗମ ତମ୍ବୁର ସବୋ କରିବେ ଓ ସମାନେେ ଏଥିପାଇଁ ଦାଯୀ ରହିବେ। ଏହା ପୁରୁଷାନୁକ୍ରମେ ଏକ ଅନନ୍ତକାଳୀନ ବିଧି ହବେ। କିନ୍ତୁ ସମାନେେ ଇଶ୍ରାୟେଲର ଲୋକମାନଙ୍କ ମଧିଅରେ କୌଣସି ଦେଶ ଅଧିକାର ପାଇବେ ନାହିଁ।
23 Mas os levitas executarão o ministério da tenda da congregação, e eles levarão sobre si a sua iniqüidade; pelas vossas gerações estatuto perpétuo será; e no meio dos filhos de Israel nenhuma herança terão,
24 କାରଣ ଇଶ୍ରାୟେଲର ଲୋକମାନେ ସଦାପ୍ରଭୁଙ୍କୁ ଉତ୍ତୋଳନୀଯ ଉପହାରରୂପେ ଯେଉଁ ଏକ ଦଶମାଂସ ଉତ୍ସର୍ଗ କରନ୍ତି, ତାହା ମୁଁ ଲବେୀୟମାନଙ୍କୁ ଅଧିକାରାର୍ଥେ ଦଲେି। ଏଣୁ ମୁଁ କହିଲି, ସମାନେେ ଇଶ୍ରାୟେଲର ଲୋକମାନଙ୍କ ମଧିଅରେ କୌଣସି ଅଧିକାର ପାଇବେ ନାହିଁ।
24 Porque os dízimos dos filhos de Israel, que oferecerem ao Senhor em oferta alçada, tenho dado por herança aos levitas; porquanto eu lhes disse: No meio dos filhos de Israel nenhuma herança terão.
25 ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,
25 E falou o Senhor a Moisés, dizendo:
26 ଲବେୀୟମାନଙ୍କୁ କହିବ, ଆମ୍ଭେ ତୁମ୍ଭମାନଙ୍କ ଅଧିକାରାର୍ଥେ ଇଶ୍ରାୟେଲର ଲୋକମାନଙ୍କଠାରୁ ଯେଉଁ ଏକ ଦଶମାଂଶ ତୁମ୍ଭମାନଙ୍କୁ ଦଲେୁ, ତାହା ଯେତବେେଳେ ତୁମ୍ଭେ ସମାନଙ୍କେଠାରୁ ଗ୍ରହଣ କରିବ ସେତବେେଳେ ତୁମ୍ଭମାନେେ ସଦାପ୍ରଭୁଙ୍କୁ ମାଟେ ପାଇଥିବାର ଏକ ଦଶମାଂଶ ଉତ୍ସର୍ଗ କରିବ।
26 Também falarás aos levitas, e dir-lhes-ás: Quando receberdes os dízimos dos filhos de Israel, que eu deles vos tenho dado por vossa herança, deles oferecereis uma oferta alçada ao Senhor, os dízimos dos dízimos.
27 ଠିକ୍ ଶସ୍ଯ ଓ ନୂତନ ଦ୍ରାକ୍ଷାରସ ପରି ଏହା ତୁମ୍ଭର ଉପହାର ହବେ।
27 E contar-se-vos-á a vossa oferta alçada, como grão da eira, e como plenitude do lagar.
28 ଏହିରୂପେ ତୁମ୍ଭମାନେେ ଇଶ୍ରାୟେଲ ଲୋକମାନଙ୍କଠାରୁ ଯେଉଁ ଏକ ଦଶମାଂଶ ଗ୍ରହଣ କରିବ, ତହିଁରୁ ତୁମ୍ଭମାନେେ ସଦାପ୍ରଭୁଙ୍କ ଉବ୍ଦେଶ୍ଯ ରେ ଉତ୍ତୋଳନୀଯ ଉପହାର ଉତ୍ସର୍ଗ କରିବ। ସଦାପ୍ରଭୁଙ୍କୁ ଦେଉଥିବା ଉପହାର ଯାଜକ ହାରୋଣକୁ ଦବେ।
28 Assim também oferecereis ao Senhor uma oferta alçada de todos os vossos dízimos, que receberdes dos filhos de Israel, e deles dareis a oferta alçada do Senhor a Arão, o sacerdote.
29 ଇଶ୍ରାୟେଲର ଲୋକମାନେ ଯେଉଁ ଦଶମାଂଶ ତୁମ୍ଭମାନଙ୍କୁ ଦବେେ, ତୁମ୍ଭମାନେେ ତହିଁରୁ ସର୍ବୋତ୍ତମ ଓ ପବିତ୍ରତମ ଅଂଶ ମନୋନୀତ କରି ଦଶମାଂଶ ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବ।
29 De todas as vossas dádivas oferecereis toda a oferta alçada do Senhor; de tudo o melhor deles, a sua santa parte.
30 ମାଶାେ ଲବେୀୟମାନଙ୍କୁ କହିଲେ, ଯେତବେେଳେ ତୁମ୍ଭେ ସର୍ବୋତ୍ତମ ଅଂଶ ଉତ୍ସର୍ଗ କର, ଏହା ଇଶ୍ରାୟେଲ ଲୋକମାନେ ଉତ୍ସର୍ଗ କରୁଥିବା ଶସ୍ଯ ଓ ଦ୍ରାକ୍ଷାରସ ତୁଲ୍ଯ ଗ୍ରହଣ କରାୟିବା ଉଚିତ୍।
30 Dir-lhes-ás pois: Quando oferecerdes o melhor deles, como novidade da eira, e como novidade do lagar, se contará aos levitas.
31 ପୁଣି ତୁମ୍ଭମାନେେ ଓ ତୁମ୍ଭ ପରିବାର ଲୋକମାନେ ସବୁ ସ୍ଥାନ ରେ ତାହା ଭୋଜନ କରିବ। କାରଣ ତାହା ସମାଗମ ତମ୍ବୁ ରେ କରିଥିବା ସବୋକାର୍ୟ୍ଯର ପୁରସ୍କାର ଅଟେ।
31 E o comereis em todo o lugar, vós e as vossas famílias, porque vosso galardão é pelo vosso ministério na tenda da congregação.
32 ଆଉ ସହେି ଉତ୍ତମ ଦ୍ରବ୍ଯ ନବୈେଦ୍ଯ ରୂପେ ଉତ୍ସର୍ଗ କଲେ। ତୁମ୍ଭମାନେେ କୌଣସି ପାପ ବହନ କରିବ ନାହିଁ। ପୁଣି ତୁମ୍ଭମାନେେ ଯେପରି ନ ମରିବ ସେଥିପାଇଁ ଇଶ୍ରାୟେଲ ଲୋକମାନଙ୍କର ପବିତ୍ର ଦ୍ରବ୍ଯ ଅପବିତ୍ର କରିବ ନାହିଁ।
32 Assim, não levareis sobre vós o pecado, quando deles oferecerdes o melhor; e não profanareis as coisas santas dos filhos de Israel, para que não morrais.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Números 18, comparar traduções ou montar um estudo — tudo direto pelo WhatsApp.