Números 19
Oriya Bible (GL_ORIYA) vs ACF
1 ଅନନ୍ତର ସଦାପ୍ରଭୁ ମାଶାେ ଓ ହାରୋଣଙ୍କୁ କହିଲେ,
1 Falou mais o SENHOR a Moisés e a Arão dizendo:
2 ସଦାପ୍ରଭୁ ଏହି ଆଜ୍ଞା ବିଧି ଦଇେ ଅଛନ୍ତି। ଇଶ୍ରାୟେଲର ଲୋକମାନଙ୍କୁ କୁହ, ଯାହାଠା ରେ ଖୁଣ ନାହିଁ ଓ ଯାହା ଉପରେ କବେେ ୟୁଆଳି ଦିଆୟାଇ ନାହିଁ, ଏପରି ଏକ ଲାଲ ଗାଈ ସମାନେେ ତୁମ୍ଭ ନିକଟକୁ ଆଣନ୍ତୁ।
2 Este é o estatuto da lei, que o Senhor ordenou, dizendo: Dize aos filhos de Israel que te tragam uma novilha ruiva, que não tenha defeito, e sobre a qual não tenha sido posto jugo.
3 ତହୁଁ ତୁମ୍ଭମାନେେ ସହେି ଗାଈକୁ ଇଲିଯାସର ଯାଜକକୁ ଦବେ। ସେ ତାହାକୁ ଛାଉଣୀ ବାହାରକୁ ଆଣି ବଧ କରିବ।
3 E a dareis a Eleazar, o sacerdote; ele a tirará para fora do arraial, e degolar-se-á diante dele.
4 ଯାଜକ ଇଲିଯାସର ଆପଣା ଅଙ୍ଗୁଳି ଦ୍ବାରା ତାହାର ରକ୍ତରୁ ନଇେ ପବିତ୍ର ତମ୍ବୁ ସମ୍ମିଖ ରେ ସାତଥର ଛିଞ୍ଚିବେ।
4 E Eleazar, o sacerdote, tomará do seu sangue com o seu dedo, e dele espargirá para a frente da tenda da congregação sete vezes.
5 ଆଉ ଜଣେ ତାହାର ଦୃଷ୍ଟି ଗୋଚର ରେ ସହେି ଗାଈକି ଦଗ୍ଧ କରିବ, ସେ ତାହାର ଗୋମଯ ସହିତ ଚର୍ମ, ମାଂସ ଓ ରକ୍ତ ଦଗ୍ଧ କରିବ।
5 Então queimará a novilha perante os seus olhos; o seu couro, e a sua carne, e o seu sangue, com o seu esterco, se queimará.
6 ତହୁଁ ଯାଜକ ଏରସ କାଠ, ଏସୋବ୍ ଓ ଲାଲ ସୂତା ନଇେ ସହେି ଗାଈ ଦାହର ଅଗ୍ନି ମଧିଅରେ ପକାଇବ।
6 E o sacerdote tomará pau de cedro, e hissopo, e carmesim, e os lançará no meio do fogo que queima a novilha.
7 ତା'ପରେ ସେ ଯାଜକ ଆପଣା ବସ୍ତ୍ର ଧୋଇବ ଓ ଜଳ ରେ ସ୍ନାନ କରିବ। ତା'ପରେ ସେ ଛାଉଣୀକି ଆସିବ। ପୁଣି ଯାଜକ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ।
7 Então o sacerdote lavará as suas vestes, e banhará a sua carne na água, e depois entrará no arraial; e o sacerdote será imundo até à tarde.
8 ଯେଉଁ ଲୋକ ସହେି ଗାଈକି ଦଗ୍ଧ କରିବ, ସେ ନିଜର ବସ୍ତ୍ର ଧୋଇବ ଓ ଜଳ ରେ ସ୍ନାନ କରିବ। ଆଉ ସେ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ।
8 Também o que a queimou lavará as suas vestes com água, e em água banhará a sua carne, e imundo será até à tarde.
9 ଏହାପରେ କୌଣସି ଶୁଚିଲୋକ ସହେି ଗାଈର ଭସ୍ମ ସଂଗ୍ରହ କରି ଛାଉଣୀ ବାହା ରେ କୌଣସି ଶୁଚି ସ୍ଥାନ ରେ ରଖିବ। ସହେି ଭସ୍ମ ଇଶ୍ରାୟେଲ ଲୋକମାନଙ୍କର ପାଣିକୁ ଶୁଚି କରିବା ନିମନ୍ତେ ରଖାୟିବ। ତାହା ଶୁଚି କରଣାର୍େଥ ଉତ୍ସର୍ଗ ଅଟେ।
9 E um homem limpo ajuntará a cinza da novilha, e a porá fora do arraial, num lugar limpo, e ficará ela guardada para a congregação dos filhos de Israel, para a água da separação; expiação é.
10 ଆଉ ଯେଉଁ ଲୋକ ସେ ଗାଈର ଭସ୍ମ ସଂଗ୍ରହ କରେ ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ।
10 E o que apanhou a cinza da novilha lavará as suas vestes, e será imundo até à tarde; isto será por estatuto perpétuo aos filhos de Israel e ao estrangeiro que peregrina no meio deles.
11 ଯଦି କହେି କୌଣସି ମନୁଷ୍ଯର ଶବ ଛୁଏଁ, ତବେେ ସାତଦିନ ପର୍ୟ୍ଯନ୍ତ ଅଶୁଚି ରହିବ।
11 Aquele que tocar em algum morto, cadáver de algum homem, imundo será sete dias.
12 ସେ ତୃତୀୟ ଦିନ ରେ ଓ ସପ୍ତମ ଦିନ ରେ ନିଜକୁ ଶୁଚି କରିବ। ଯଦି ସେ ତୃତୀୟ ଦିନ ରେ ନିଜକୁ ଶୁଚି ନକରେ ତବେେ ସେ ସପ୍ତମ ଦିନ ରେ ଶୁଚି ହବେ ନାହିଁ।
12 Ao terceiro dia se purificará com aquela água, e ao sétimo dia será limpo; mas, se ao terceiro dia se não purificar, não será limpo ao sétimo dia.
13 ଯଦି କହେି ଶବ ଛୁଇଁ ନିଜକୁ ଶୁଚି ନ କରେ ତବେେ ସେ ସଦାପ୍ରଭୁଙ୍କ ପବିତ୍ର ତମ୍ବୁକୁ ଅଶୁଚି କରେ। ସହେି ମନୁଷ୍ଯ ଇଶ୍ରାୟେଲର ଲୋକମାନଙ୍କ ମଧ୍ଯରୁ ବହିଷ୍କାର ରହିବ। ତାହା ଉପରେ ଶୁଚି ନିମନ୍ତେ ଜଳ ଛିଞ୍ଚା ୟାଇ ନ ଥିବାରୁ ସେ ଅଶୁଚି ହବେ। ତା'ର ଅଶୌଚ ତାହାଠା ରେ ରହିବ।
13 Todo aquele que tocar em algum morto, cadáver de algum homem, e não se purificar, contamina o tabernáculo do Senhor; e aquela pessoa será extirpada de Israel; porque a água da separação não foi espargida sobre ele, imundo será; está nele ainda a sua imundícia.
14 କୌଣସି ମନୁଷ୍ଯ ତୁମ୍ବୁ ଭିତ ରେ ମଲେ ତହିଁର ବ୍ଯବସ୍ଥା ଏହି। ଯେ କହେି ସହେି ତମ୍ବୁ ରେ ଥାଏ ଓ ଯେ କହେି ସହେି ତମ୍ବୁକୁ ଆ ସେ ସେ ସାତଦିନ ପାଇଁ ଅଶୁଚି ହାଇେ ରହିବ।
14 Esta é a lei, quando morrer algum homem em alguma tenda, todo aquele que entrar naquela tenda, e todo aquele que nela estiver, será imundo sete dias.
15 ଢାଙ୍କୁଣୀ ନ ଥିବା ପ୍ରେତ୍ୟକକ ମଲୋପାତ୍ର ଅଶୁଚି ହବେ।
15 Também todo o vaso aberto, sobre o qual não houver pano atado, será imundo.
16 ପୁଣି କହେି ଯଦି ଖାେଲା କ୍ଷେତ୍ର ରେ ୟୁଦ୍ଧ ରେ ନିହତ ମୃତ ଦହେ ମନୁଷ୍ଯ ଅସ୍ଥି କିମ୍ବା କବର ଛୁଏଁ, ତବେେ ସେ ସାତଦିନ ୟାଏ ଅଶୁଚି ରହିବ।
16 E todo aquele que sobre a face do campo tocar em alguém que for morto pela espada, ou em outro morto ou nos ossos de algum homem, ou numa sepultura, será imundo sete dias.
17 ପୁଣି ଲୋକମାନେ ସହେି ଅଶୁଚି ଲୋକକୁ ଶୁଚି କରିବା ପାଇଁ ପାପାର୍ଥକ ବଳିର ଦଗ୍ଧ ଭସ୍ମ ନବେେ ଓ ତାକୁ ଏକ ପାତ୍ର ରେ ରଖି ପ୍ରବାହଜଳ ସେଥି ରେ ଢାଳିବେ।
17 Para um imundo, pois, tomarão da cinza da queima da expiação, e sobre ela colocarão água corrente num vaso.
18 ତା'ପରେ ଜଣେ ଶୁଚିମନ୍ତ ବ୍ଯକ୍ତି ଏକ ଏସୋବ୍ ଶାଖା ନଇେ ସହେି ଜଳ ରେ ବୁଡାଇବା ଉଚିତ୍। ସେ ସହେି ତମ୍ବୁ ଉପରେ, ସମସ୍ତ ପାତ୍ର ଉପରେ, ସଠାେରେ ଥିବା ସମସ୍ତ ଲୋକ ଉପରେ ଓ ଅସ୍ଥି, କି ହାତ କି ମୃତ କବର ଛୁଇଁଥିବା ଲୋକ ଉପରେ ତାହା ଛିଞ୍ଚିବ।
18 E um homem limpo tomará hissopo, e o molhará naquela água, e a espargirá sobre aquela tenda, e sobre todos os móveis, e sobre as pessoas que ali estiverem, como também sobre aquele que tocar os ossos, ou em alguém que foi morto, ou que faleceu, ou numa sepultura.
19 ତତ୍ପରେ ସହେି ଶୁଚିମନ୍ତ ଲୋକ ତୃତୀୟ ଦିନ ରେ ଓ ସପ୍ତମ ଦିନ ରେ ସହେି ଅଶୁଚି ଜଣକ ଉପରେ ତାହା ଛିଞ୍ଚିବ। ତହୁଁ ସେ ସପ୍ତମ ଦିନ ରେ ସହେି ବ୍ଯକ୍ତିକୁ ପରିଷ୍କାର କରିବା ଉଚିତ୍। ଆଉ ସେ ନିଜର ବସ୍ତ୍ର ଧୋଇ ଜଳ ରେ ସ୍ନାନ କରିବା ଉଚିତ୍ ଓ ସନ୍ଧ୍ଯା ସମୟରେ ସେ ଶୁଚି ହବେ।
19 E o limpo ao terceiro e sétimo dia espargirá sobre o imundo; e ao sétimo dia o purificará; e lavará as suas vestes, e se banhará na água, e à tarde será limpo.
20 ମାତ୍ର ଯେଉଁ ଲୋକ ଅଶୁଚି ହାଇେ ନିଜକୁ ପରିଷ୍କାର ନ କରିବ ସହେି ପ୍ରାଣୀ ସମାଜ ମଧ୍ଯରୁ ପୃଥକ ରହିବ। କାରଣ ସେ ସଦାପ୍ରଭୁଙ୍କର ପବିତ୍ର ସ୍ଥାନ ଅଶୁଚି କଲା। ତାହା ଉପରେ ଅ େଶୗଚାର୍ଥକ ଜଳ ସଚେିତ ହେଲା ନାହିଁ। ତେଣୁ ସେ ଅଶୁଚି।
20 Porém o que for imundo, e se não purificar, do meio da congregação será ele extirpado; porquanto contaminou o santuário do Senhor; água de separação sobre ele não foi espargida; imundo é.
21 ଏହା ସମାନଙ୍କେ ପାଳନୀଯ ଅନନ୍ତକାଳୀନ ବାଧି ହବେ। ଆଉ ଯେ କହେି ସହେି ଅ େଶୗଚାର୍ଥକ ଜଳ ସଚେନ କରେ, ସେ ଆପଣା ବସ୍ତ୍ର ଧୋଇବ। ପୁଣି ଯେ କହେି ସହେି ଅ େଶୗଚାର୍ଥକ ଜଳ ଛୁଏଁ, ସେ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ।
21 Isto lhes será por estatuto perpétuo; e o que espargir a água da separação lavará as suas vestes; e o que tocar a água da separação será imundo até à tarde,
22 ଆଉ ସହେି ଅଶୁଚି ଲୋକ ଯଦି ଅନ୍ୟ କାହାରିକୁ ଛୁଏଁ, ତବେେ ସେ ମଧ୍ଯ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ।
22 E tudo o que tocar o imundo também será imundo; e a pessoa que o tocar será imunda até à tarde.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Números 19, comparar traduções ou montar um estudo — tudo direto pelo WhatsApp.