Números 22

Oriya Bible (GL_ORIYA) vs VC

Sair da comparação
VC Versão Católica
1 ତା'ପରେ ଇଶ୍ରାୟେଲର ଲୋକମାନେ ମାୟୋବର ୟର୍ବ୍ଦନର ସମତଳ ଭୂମିକୁ ୟାତ୍ରା କଲେ। ସମାନେେ ୟର୍ବ୍ଦନ ନିକଟସ୍ଥ ଯିରୀହାଠାେ ରେ ସମାନଙ୍କେର ଛାଉଣୀ ସ୍ଥାପନ କଲେ।
1 Partiram os filhos de Israel e acamparam nas planícies de Moab, além do Jordão, defronte de Jericó.
2 ଇଶ୍ରାୟେଲ ଇ ମାରେୀଯମାନଙ୍କ ପ୍ରତି ଯାହା ଯାହା କରିଥିଲେ, ତାହା ସିପ୍ପୋରର ପୁତ୍ର ବାଲାକ୍ ଦେଖିଲେ।
2 Balac, filho de Sefor, tinha visto tudo o que Israel fizera aos amorreus.
3 ଏଣୁ ସେ ମାୟୋବ ଇଶ୍ରାୟେଲ ଲୋକମାନଙ୍କ ସକାଶୁ ଭୀତ ହେଲେ। ସମାନଙ୍କେର ସଂଖ୍ଯା ବହୁତ ଥିଲା, ଆଉ ମାୟୋବ ଇଶ୍ରାୟେଲ ଲୋକମାନଙ୍କ ସକାଶୁ ଉଦବିଗ୍ନ ଥିଲେ।
3 Moab teve um grande medo desse povo, porque era muito numeroso, e ficou aterrorizado diante dos israelitas.
4 ମାୟୋବ ମଦିଯନୀଯ ପ୍ରାଚୀନଗଣକୁ କହିଲେ ଯେ, ଏହିସବୁ ଲୋକମାନେ ଗାଈପରି ସମଗ୍ର ଇଶ୍ରାୟେଲ ଭୂମିରେ ଚରିଯିବେ। ଗୋରୁ ଯେପରି ପଦାରୁ ଘାସ ଚାଟିଖାଏ, ସହେିପରି ଏହି ଜନତା ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ସବୁ ଚାଟି ପକାଇବେ। ସେ ସମୟରେ ବାଲାକ୍ ମାୟୋବର ରାଜା ଥିଲେ। ସେ ସିପ୍ପୋର ପୁତ୍ର ଥିଲେ।
4 E disseram aos anciãos de Madiã: "Essa multidão vai devorar todos os nossos arredores como os bois devoram a erva do campo." Balac, filho de Sefor, reinava então em Moab.
5 ତହୁଁ ସେ ବିଯୋରର ପୁତ୍ର ବିଲିଯମ ନିକଟକୁ ବାର୍ତ୍ତାବହ ପଠାଇଲେ। ସହେି ସମୟରେ ବିଲିଯମ ନିଜ ସମ୍ପର୍କୀଯମାନଙ୍କର ଦେଶର ଫରାତ ନଦୀ ନିକଟସ୍ଥ ପାଥୋର ନଗର ରେ ଥିଲେ। ବାଲାକ୍ର ବାର୍ତ୍ତା ଥିଲା, ମିଶରରୁ ବହୁତ ଲୋକ ଆସିଲେ। ସମାନେେ ସମଗ୍ର ଦେଶକୁ ଆଚ୍ଛନ୍ନ କରିଅଛନ୍ତି ଏବଂ ବର୍ତ୍ତମାନ ଆମ୍ଭ ନିକଟବର୍ତ୍ତୀ ହାଇେଛନ୍ତି।
5 Mandou, pois, mensageiros a Balaão, filho de Beor, em Petor, sobre o rio, na terra dos filhos de Amon, para que o chamassem e lhe dissessem: "Há aqui um povo que saiu do Egito, o qual cobre a face da terra, e estabeleceu-se diante de mim.
6 ଏଣୁ ଆମ୍ଭେ ତୁମ୍ଭକୁ ଆସିବାକୁ ଓ ଆମ୍ଭ ତରଫରୁ ଏହିସବୁ ଲୋକମାନଙ୍କୁ ଅଭିଶାପ ଦବୋ ପାଇଁ ନିବଦନେ କରୁଅଛୁ। କାରଣ ସମାନେେ ଆମ୍ଭମାନଙ୍କଠାରୁ ବଳବାନ୍ ଅଛନ୍ତି। ତୁମ୍ଭ ସାହାୟ୍ଯ ଦ୍ବାରା ଆମ୍ଭେ ସମାନଙ୍କେୁ ଆମ୍ଭ ରାଜ୍ଯରୁ ବାହାର କରି ପାରିବୁ। ଆମ୍ଭେ ଜାଣୁ ତୁମ୍ଭେ ଯାହାକୁ ଆଶୀର୍ବାଦ କର, ସମାନେେ ଭାଗ୍ଯବାନ୍ ଏବଂ ତୁମ୍ଭେ ଯାହାକୁ ଶାପ ଦିଅ, ସେ ଶାପଗ୍ରସ୍ତ ହୁଏ।
6 Rogo-te que venhas e amaldiçoes esse povo, pois é muito mais poderoso do que eu. Talvez assim eu possa batê-lo e expulsá-lo de minha terra. Eu sei que será bendito o que abençoares e maldito o que amaldiçoares."
7 ତହୁଁ ମାୟୋବର ଓ ମିଦିଯନର ପ୍ରାଚୀନବର୍ଗ ଉପହାର ନଇେ ଆସିଲେ। ସମାନେେ ବିଲିଯମ ନିକଟରେ ଉପସ୍ଥିତ ହାଇେ ବାଲାକ ଯାହା କହିଥିଲେ ତାହା କହିଲେ।
7 Os anciãos de Moab e de Madiã partiram levando consigo o preço da adivinhação. Chegando junto de Balaão, referiram-lhe as palavras de Balac.
8 ତହୁଁ ବିଲଯମ ସମାନଙ୍କେୁ କହିଲେ, ତୁମେମାନେ ଆଜି ରାତ୍ରି ଏଠା ରେ ରୁହ, ଆଉ ସଦାପ୍ରଭୁ ମାେତେ ଯାହା କହିବେ ତାହା ମୁଁ ପୁନର୍ବାର ତୁମ୍ଭକୁ ଜଣାଇବି। ତହୁଁ ମାଯାେବର ଅଧିପତିମାନେ ବିଲିଯମ ସହିତ ରାତ୍ରି ୟାପନ କଲେ।
8 Balaão respondeu: "Passai a noite aqui, e dar-vos-ei a resposta que o Senhor me indicar." Ficaram, pois, os chefes de Moab em casa de Balaão.
9 ପରମେଶ୍ବର ସ୍ବପ୍ନ ରେ ବିଲିଯମ ନିକଟରେ ଆବିର୍ଭାବ ହେଲେ ଏବଂ ତାଙ୍କୁ ପଚାରିଲେ, ତୁମ୍ଭ ସହିତ ବସବାସ କରୁଥିବା ଏହି ଲୋକମାନେ କିଏ?
9 Deus veio a Balaão e disse-lhe: "Quem é essa gente que tens em tua casa?"
10 ବିଲିଯମ ପରମେଶ୍ବରଙ୍କୁ କହିଲା, ମାୟୋବର ରାଜା ସିପ୍ପୋରର ପୁତ୍ର ବାଲାକ୍ ମାେ ନିକଟକୁ ଏକ ବାର୍ତ୍ତା ପଠାଇଅଛନ୍ତି।
10 Balaão respondeu a Deus: "É Balac, filho de Sefor, rei de Moab, que me manda dizer:
11 ଦେଖ, ଏହି ଲୋକମାନେ ମିଶରରୁ ଆସିଛନ୍ତି। ସମାନଙ୍କେର ସଂଖ୍ଯା ଏତେ ଅଧିକ ଯେ ସମାନେେ ସମଗ୍ର ଦେଶକୁ ଆଚ୍ଛାଦିତ କରିଛନ୍ତି। ଆସ ଏବଂ ମାେ ତରଫରୁ ସମାନଙ୍କେୁ ଅଭିଶାପ ଦିଅ। ତାହାହେଲେ ଆମ୍ଭେ ସମାନଙ୍କେ ବିରୁଦ୍ଧ ରେ ୟୁଦ୍ଧ କରିବାକୁ ସମର୍ଥ ହବେୁ ଓ ସମାନଙ୍କେୁ ତଡି ଦଇେ ପାରିବୁ।
11 há aqui um povo que saiu do Egito, o qual cobre a superfície da terra. Vem, pois, e amaldiçoa-o. Talvez assim possa eu batê-lo e expulsá-lo da terra."
12 କିନ୍ତୁ ପରମେଶ୍ବର ବିଲିଯମକୁ କହିଲେ, ତୁମ୍ଭେ ସମାନଙ୍କେ ସହିତ ୟିବା ଉଚିତ୍ ନୁହଁ, ତୁମ୍ଭେ ସହେି ଲୋକମାନଙ୍କୁ ଅଭିଶାପ ଦବୋ ଉଚିତ୍ ନୁହଁ। କାରଣ ଇଶ୍ରାୟେଲ ମାରେ ଦ୍ବାରା ଆଶୀର୍ବାଦ ପ୍ରାପ୍ତ ହାଇେଅଛି।
12 Disse Deus a Balaão: "Não irás com eles, e não amaldiçoarás esse povo, porque é bendito."
13 ଏଥି ରେ ବିଲିଯମ ପ୍ରାତଃକାଳ ରେ ଉଠି ବାଲାକ୍ଙ୍କ ଅଧିପତିମାନଙ୍କୁ କହିଲେ, ତୁମ୍ଭମାନେେ ଆପଣା ଦେଶକୁ ଚାଲିୟାଅ, କାରଣ ସଦାପ୍ରଭୁ ମାେତେ ତୁମ୍ଭମାନଙ୍କ ସହିତ ୟିବାକୁ ଅନୁମତି ଦେଲେ ନାହିଁ।
13 Levantando-se Balaão pela manhã, disse aos chefes enviados por Balac: "Voltai para a vossa terra, pois o Senhor me proibiu de ir convosco."
14 ତେଣୁ ମାୟୋବର ଅଧିପତିମାନେ ବାଲାକ୍ଙ୍କ ନିକଟକୁ ୟାଇ କହିଲେ, ବିଲିଯମ ଆମ୍ଭମାନଙ୍କ ସହିତ ଆସିବାକୁ ନାସ୍ତି କଲେ।
14 Os chefes de Moab retomaram o caminho e voltaram para junto de Balac: "Balaão, disseram-lhe eles, recusou vir conosco."
15 ଏହାପରେ ବାଲାକ୍ ପୂର୍ବାପେକ୍ଷା ଅଧିକ ସଂଖ୍ଯକ ଓ ଅଧିକ ସମ୍ଭ୍ରାନ୍ତ ଅଧିପତିମାନଙ୍କୁ ପୁନର୍ବାର ବିଲିଯମ ନିକଟକୁ ପଠାଇଲେ।
15 Balac mandou-lhe de novo outros chefes, mais numerosos e mais importantes que os primeiros.
16 ସମାନେେ ବିଲିଯମ ନିକଟକୁ ୟାଇ କହିଲେ, ସିପ୍ପୋର ପୁତ୍ର ବାଲାକ୍ ଏହି କଥା କହନ୍ତି, ଆମ୍ଭେ ବିନଯ କରୁଅଛୁ, ଆମ୍ଭ ନିକଟକୁ ଆସିବାକୁ ତୁମ୍ଭେ ବାରଣ କରିବ ନାହିଁ।
16 Chegados junto a Balaão, disseram-lhe: "Eis a mensagem de Balac, filho de Sefor: rogo-te que não recuses vir ter comigo.
17 ତୁମ୍ଭେ ଯଦି ମାେତେ ସାହାୟ୍ଯ କର, ମୁଁ ତୁମ୍ଭକୁ ବହୁତ ଭଲ ଭାବରେ ପୁରସ୍କାର ଦବେି। ତୁମ୍ଭେ ମାେତେ ଯାହା କହିବ ତାହା ମୁଁ କରିବି, ଏଣୁ ପାର୍ଥନା କରି ମୁଁ ବିନଯ କରୁଅଛି, ମାେ ନିମନ୍ତେ ଏହି ଲୋକମାନଙ୍କୁ ଅଭିଶାପ ଦିଅ।
17 Cumular-te-ei de honras e farei tudo o que me disseres. Vem amaldiçoar esse povo."
18 ଏଥି ରେ ବିଲିଯମ ବାଲାକ୍ର ଦାସମାନଙ୍କୁ କହିଲେ, ଯଦି ବାଲାକ୍ ସୁନା ରୂପା ରେ ପରିପୂର୍ଣ ନିଜର ଗୃହକୁ ମାେତେ ଦଇେ ଦିଅନ୍ତି, ତଥାପି ମୁଁ ସଦାପ୍ରଭୁ ମାରେପରମେଶ୍ବରଙ୍କ ଆଜ୍ଞା ବାହାରକୁ ୟାଇ ପାରିବି ନାହିଁ।
18 "Ainda que o vosso senhor me desse a sua casa cheia de prata e de ouro, respondeu Balaão aos servos de Balac, eu não poderia transgredir a ordem do Senhor meu Deus, nem pouco nem muito, no que quer que seja.
19 ମାତ୍ର ମୁଁ ତୁମ୍ଭମାନଙ୍କୁ ବିନଯ କରୁଛି, ତୁମ୍ଭମାନେେ ପୂର୍ବ ଲୋକମାନଙ୍କ ପରି ଆଜି ରାତ୍ରି ଏଠା ରେ ରୁହ। ସଦାପ୍ରଭୁ ମାେତେ ଆଉ ଯାହା କହିବେ ତାହା ମୁଁ ଜାଣିବି।
19 Todavia, passai ainda esta noite aqui, para que eu saiba o que o Senhor me responderá ainda desta vez."
20 ସହେି ରାତ୍ରି ରେ ପରମେଶ୍ବର ବିଲିଯମ ନିକଟକୁ ଆସିଲେ ଏବଂ କହିଲେ, ଯଦି ଏହି ଲୋକମାନେ ତୁମ୍ଭକୁ ସମାନଙ୍କେ ସଙ୍ଗ ରେ ୟିବାକୁ ଅନୁ ରୋଧ କରୁଛନ୍ତି, ତୁମ୍ଭେ ୟାଇପାର, କିନ୍ତୁ ମୁଁ ତୁମ୍ଭକୁ ଯାହା କହିଅଛି, ତୁମ୍ଭେ ତାହାହିଁ କରିବା ଉଚିତ୍।
20 Deus veio a Balaão durante a noite e disse-lhe: "Já que essa gente te veio chamar, levanta-te e vai com eles. Mas só farás o que eu te disser."
21 ତା' ପରଦିନ, ବିଲିଯମ ନିଜର ଗଧ ଉପରେ ଆରୋହଣ କରି ମାୟୋବର ଅଧିପତିମାନଙ୍କ ସହିତ ଗମନ କଲେ।
21 Balaão levantou-se de manhã, selou sua jumenta, e partiu com os chefes de Moab.
22 ସେତବେେଳେ ବିଲିଯମ ଆପଣା ଦୁଇ ଦାସଙ୍କ ସହିତ ଗଧ ଉପରେ ଚଢି ଯାଉଥିଲେ। ପରମେଶ୍ବରଙ୍କ କୋର୍ଧ ପ୍ରଜ୍ବଳିତ ହେଲା। ଆଉ ସଦାପ୍ରଭୁଙ୍କ ଦୃତ ତାହାର ଶତ୍ରୁରୂପେ ପଥ ମଧିଅରେ ଠିଆ ହାଇେ ରହିଲେ।
22 O Senhor irritou-se com sua partida, e o anjo do Senhor pôs-se-lhe no caminho como obstáculo. Balaão cavalgava em sua jumenta, acompanhado de seus dois servos.
23 ଏଥି ରେ ବିଲିଯମଙ୍କର ଗଧ ସଦାପ୍ରଭୁଙ୍କ ଖଡ୍ଗଧାରୀ ଦୂତକୁ ଦେଖିଲା। ତହୁଁ ସେ ବାଟ ଛାଡି ବିଲ ଆଡକୁ ଗଲା। ତେଣୁ ବିଲିଯମ ରାଗିୟାଇ ଗଧକୁ ବାଟକୁ ଆଣିବା ପାଇଁ ପ୍ରହାର କଲା।
23 A jumenta, vendo o anjo do Senhor postado no caminho, com uma espada desembainhada na mão, desviou-se e seguiu pelo campo; o adivinho a fustigava para fazê-la voltar ao caminho.
24 ପରେ ସଦାପ୍ରଭୁଙ୍କ ଦୂତ ଦୁଇ ଦ୍ରାକ୍ଷାକ୍ଷେତ୍ରର ଦୁଇ ପ୍ରାଚୀର ମଧିଅରେ ଥିବା ଗଳି ପଥରେ ଠିଆ ହେଲେ।
24 Então o anjo do Senhor pôs-se num caminho estreito que passava por entre as vinhas, com um muro de cada lado.
25 ସେତବେେଳେ ଗଧ ସଦାପ୍ରଭୁଙ୍କ ଦୂତକୁ ଦେଖି କାନ୍ଥ ଆଡକୁ ଠଲେି ହାଇଯେିବାରୁ ବିଲିଯମ ଗୋଡ କାନ୍ଥ ରେ ଘସି ହାଇଗେଲା। ତେଣୁ ସେ ପୁନର୍ବାର ଗଧକୁ ଚାବୁକ୍ ମାରିଲେ।
25 Vendo-o, a jumenta coseu-se com o muro, ferindo contra ele o pé de Balaão, que a fustigou de novo.
26 ଏହାପରେ ସଦାପ୍ରଭୁଙ୍କ ଦୂତ ଆହୁରି ଆଗକୁ ୟାଇ ଏକ ସଂକୀର୍ଣ ସ୍ଥାନ ରେ ଠିଆ ହେଲେ, ସଠାେରେ ଗଧକୁ ବାମ କିମ୍ବା ଡାହାଣକୁ ଫରେିବାର ସ୍ଥାନ ନ ଥିଲା।
26 O anjo do Senhor deteve-se de novo mais adiante em uma passagem estreita, onde não havia espaço para se desviar nem para a direita nem para a esquerda.
27 ସେତବେେଳେ ଗଧ ସଦାପ୍ରଭୁଙ୍କ ଦୂତକୁ ଦେଖି ବିଲିଯମକୁ ପିଠି ରେ ଧରି ତଳେ ଶାଇେ ପଡିଲା। ଏଥି ରେ ବିଲିଯମର କୋର୍ଧ ପ୍ରଜ୍ବଳିତ ହେଲା ଓ ଗଧକୁ ଆପଣା ଆଶାବାଡି ରେ ପ୍ରହାର କଲେ।
27 A jumenta, ao vê-lo, deitou-se debaixo de Balaão, o qual, encolerizado, a fustigava mais fortemente com seu bastão.
28 ତହୁଁ ସଦାପ୍ରଭୁ ଗଧ ମୁଖ ରେ ଭାଷା ଦେଲେ, ତେଣୁ ସେ ବିଲିଯମକୁ କହିଲା, ମୁଁ ତୁମ୍ଭର କ'ଣ କଲି? କାହିଁକି ତୁମ୍ଭେ ରାଗି ମାେତେ ତିନିଥର ପ୍ରହାର କଲ?
28 Então o Senhor abriu a boca da jumenta, que disse a Balaão: "Que te fiz eu? Por que me bateste já três vezes?"
29 ତହୁଁ ବିଲିଯମ ଗଧକୁ କହିଲା, କାରଣ ତୁମ୍ଭେ ମାେତେ ଦେଖିବାକୁ ନିର୍ବୋଧପରି କଲ। ଯଦି ମାେ ହାତ ରେ ଖଣ୍ତା ଥାନ୍ତା ମୁଁ ତୋତେ ବର୍ତ୍ତମାନ ହତ୍ଯା କରିଥାନ୍ତି।
29 Porque zombaste de mim, respondeu ele. Ah, se eu tivesse uma espada na mão! Ter-te-ia já matado!"
30 ପୁଣି ଗଧ ବିଲିଯମକୁ କହିଲା, ତୁମ୍ଭେ ଜନ୍ମାବଧି ଆଜି ପର୍ୟ୍ଯନ୍ତ ଯେଉଁ ଗଧ ଉପରେ ଚଢି ଆସିଅଛ, ମୁଁ କ'ଣ ତୁମ୍ଭର ସହେି ଗଧ ନୁହେଁ? ମୁଁ କ'ଣ ଅତୀତ ରେ ତୁମ୍ଭ ପ୍ରତି କବେେ ଏପରି ବ୍ଯବହାର କରିଥିଲି?
30 A jumenta replicou: "Acaso não sou eu a tua jumenta, a qual montaste até o dia de hoje? Tenho eu porventura o costume de proceder assim contigo?" "Não", respondeu ele.
31 ଏଥି ରେ ସଦାପ୍ରଭୁ ବିଲିଯମର ଚକ୍ଷୁ ଖାଲିେ ଦେଲେ ଏବଂ ସେ ସଦାପ୍ରଭୁଙ୍କ ଦୂତକୁ ପଥ ମଧିଅରେ ଖଡ୍ଗ ଧାରଣ କରି ଛିଡା ହାଇେଥିବା ଦେଖିଲା। ତହିଁରେ ସେ ହତାଶ ହାଇେ ଭୂମିରେ ପଡି ଗଲା।
31 Então o Senhor abriu os olhos de Balaão, e ele viu o anjo do Senhor que estava no caminho com a espada desembainhada na mão. Inclinou-se e prostrou-se com a face por terra.
32 ସେତବେେଳେ ସଦାପ୍ରଭୁଙ୍କ ଦୂତ ତାକୁ କହିଲେ, ତୁମ୍ଭେ ତିନିଥର ଏହି ଗଧକୁ କାହିଁକି ପ୍ରହାର କଲ? ଦେଖ, ମୁଁ ତୁମ୍ଭର ଶତୃରୂପେ ଆସିଅଛି, ଯେ ହତେୁ ତୁମ୍ଭର ୟାତ୍ରା ଭୂଲ୍ ଅଟେ।
32 "Por que, disse-lhe o anjo do Senhor, feriste três vezes a tua jumenta? Eu vim opor-me a ti, porque segues um caminho que te leva ao precipício.
33 ତୁମ୍ଭର ଗଧ ମାେତେ ଦେଖି ତିନିଥର ମାେ ସମ୍ମୁଖରୁ ଚାଲିଗଲା। ସେ ଯବେେ ମାେ ସମ୍ମୁଖରୁ ଫରେି ୟାଇନଥାନ୍ତା, ତବେେ ନିଶ୍ଚଯ ମୁଁ ଗଧକୁ ଜୀବିତ ରଖି ତୁମ୍ଭଙ୍କୁ ବଧ କରିଥାନ୍ତି।
33 Vendo-me, a tua jumenta desviou-se por três vezes diante de mim. Se ela não o tivesse feito, ter-te-ia já matado, e ela ficaria viva."
34 ତହୁଁ ବିଲିଯମ ସଦାପ୍ରଭିଙ୍କ ଦୂତକୁ କହିଲା, ମୁଁ ପାପ କରିଅଛି, କାରଣ ତୁମ୍ଭେ ମାେ ବିପକ୍ଷ ରେ ପଥରେ ଠିଆ ହାଇେଅଛ। ଏହା ମୁଁ ଜାଣି ନ ଥିଲି। ମାେ ୟାତ୍ରା ଯଦି ତୁମ୍ଭ ଦୃଷ୍ଟି ରେ ମନ୍ଦ ହୁଏ, ତବେେ ମୁଁ ଗୃହକୁ ଫରେିୟିବି।
34 Balaão disse ao anjo do Senhor: "Pequei. Eu não sabia que estavas postado no caminho para deter-me. Se minha viagem te desagrada, voltarei."
35 ତା'ପରେ ସଦାପ୍ରଭୁଙ୍କ ଦୂତ ବିଲିଯମକୁ କହିଲେ, ସହେି ଲୋକମାନଙ୍କ ସଙ୍ଗେ ୟାଅ। ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା କବଳେ ତାହା ତୁମ୍ଭେ କହିବ। ତହୁଁ ବିଲିଯମ ବାଲାକଙ୍କ ଅଧିପତିମାନଙ୍କ ସହିତ ଗମନ କଲା।
35 "Segue esses homens, respondeu-lhe o anjo do Senhor, mas cuida de só proferir as palavras que eu te disser." E Balaão partiu com os chefes de Balac.
36 ବାଲାକ୍ ଶୁଣିଲା ଯେ, ବିଲିଯମ ଆସୁଅଛି, ତେଣୁ ସେ (ବାଲାକ୍) ମାୟୋବ ନଗରକୁ ବିଲିଯମକୁ ସାକ୍ଷାତ କରିବା ପାଇଁ ଗଲେ। ଅର୍ଣୋନ ନଦୀ ନିକଟସ୍ଥ ଦେଶର ଉପାନ୍ତ ରେ ସହେି ନଗର ଥିଲା।
36 Quando Balac soube de sua chegada, subiu-lhe ao encontro até a cidade de Moab, na fronteira do Arnon, na extremidade daquela terra,
37 ବାଲାକ୍ ବିଲିଯମକୁ କହିଲେ, ମୁଁ ତୁମ୍ଭକୁ ମାରେ କୁଳିନମାନଙ୍କ ମାଧ୍ଯମ ରେ ନିମନ୍ତ୍ରଣ କଲି। କିନ୍ତୁ ତୁମ୍ଭେ ଆସିଲ ନାହିଁ। ମୁଁ କ'ଣ ତୁମ୍ଭକୁ ପୁରସ୍କାର ଦବୋକୁ ସମର୍ଥ ନୁହେଁ କି?
37 e disse-lhe: "Mandei mensageiros chamar-te. Por que não vieste logo? Não posso eu tratar-te com honras?"
38 ତହୁଁ ବିଲିଯମ ବାଲାକଙ୍କୁ କହିଲା, ମୁଁ ତୁମ୍ଭ ନିକଟକୁ ଆସିଛି, ମାତ୍ର ପରମେଶ୍ବର, ମାେ ମୁଖ ରେ ଯେଉଁ ବାକ୍ଯ ଦବେେ ତାହା ହିଁ ମୁଁ କହିବି।
38 "Eis-me aqui, respondeu Balaão; mas agora ser-me-á possível dizer algo de mim mesmo? Só direi o que Deus me puser na boca, nada mais."
39 ଏହାପରେ ବିଲିଯମ ବାଲାକ୍ ସହିତ ଗମନ କରି କିରିଯତ ହୁଷୋତର ଉପସ୍ଥିତ ହେଲା।
39 E partiram os dois para Quiriat-Chutsot.
40 ତହୁଁ ବାଲାକ୍ କିଛି ଗାଈ ଓ ମଷେ ବଳିଦାନ କରି ବିଲିଯମ ତାହାର (ବାଲାକ୍) ସଗୀଂ ଅଧିପତିମାନଙ୍କୁ ମାଂସ ଦେଲେ।
40 Balac imolou em sacrifício bois e ovelhas, dos quais mandou algumas porções a Balaão e aos chefes que o acompanhavam.
41 ତା' ପରଦିନ ବାଲାକ୍ ବିଲିଯମକୁ ନଇେ ବାମାେତ ବାଲକୁ ଗଲା। ଆଉ ସହେିଠାରୁ ସେ ଲୋକମାନଙ୍କର ଏକତ୍ରୀତ ସମାବେଶ ଦେଖିଲେ।
41 No dia seguinte pela manhã, Balac tomou consigo o adivinho e levou-o a Bamot-Baal, de onde se podiam ver as últimas linhas do acampamento de Israel.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Números 22, comparar traduções ou montar um estudo — tudo direto pelo WhatsApp.