Números 24
Oriya Bible (GL_ORIYA) vs VC
1 ବିଲିଯମ ହୃଦବୋଧ କଲେ ଯେ, ସଦାପ୍ରଭୁ ଇଶ୍ରାୟେଲକୁ ଆଶୀର୍ବାଦ କରିବାକୁ ଚାହିଁଲେ। ତେଣୁ ସେ ପୂର୍ବପରି କୌଣସି ନବୈେଦ୍ଯ ପ୍ରଯୋଗ କରିବା ପାଇଁ ଚେଷ୍ଟା କଲେ ନାହିଁ। କିନ୍ତୁ ସେ ତୁ୍ଚ୍ଛାଟା ରେ ମରୁଭୂମି ଆଡେ ନିଜ ମୁଖ ରଖିଲା।
1 Balaão, vendo que era do agrado do Senhor que abençoasse Israel, não foi como antes ao encontro de agouros. Voltou-se para o deserto
2 ବିଲିଯମ ଦେଖିଲା ଯେ, ଇଶ୍ରାୟେଲର ଲୋକମାନେ ସମାନଙ୍କେର ପରିବାରବର୍ଗ ଅନୁସାରେ ରହିଲେ। ତା'ପରେ ପରମେଶ୍ବର ଆତ୍ମା ବାଲାଯମ ଉପରକୁ ଆସିଲା।
2 e, levantando os olhos, viu Israel acampado nas tendas segundo as suas tribos. O Espírito de Deus veio sobre ele,
3 ଆଉ ବିଲିଯମ କହିଲା,
3 e pronunciou o oráculo seguinte: "Oráculo de Balaão, filho de Beor, oráculo do homem que tem o olho fechado,
4 ଏହା ହେଉଛି ଜଣେ ବ୍ଯକ୍ତିର ବାର୍ତ୍ତା ୟିଏ ପରମେଶ୍ବରଙ୍କଠାରୁ ଶୁଣେ। ସେ ହେଉଛି ଜଣେ ୟିଏ ସର୍ବଶକ୍ତିମାନ ପରମେଶ୍ବରଙ୍କର ଦର୍ଶନ ପାଇଅଛ। ସେ ହେଉଛି ଜଣେ ୟିଏ ସର୍ବଶକ୍ତିମାନ ପରମେଶ୍ବରଙ୍କ ଆଗ ରେ ଭୂମିଷ୍ଠ ପ୍ରମାଣ କଲା, କିନ୍ତୁ ତା'ର ଚକ୍ଷୁଗୁଡିକ ଖାେଲା ଥିଲା।
4 oráculo daquele que ouve as palavras de Deus, desfruta a visão do Todo-poderoso, e se lhe abrem os olhos quando se prostra:
5 ହେ ଯାକୁବ, ତୁମ୍ଭର ତମ୍ବୁ ସବୁ କି ସୁନ୍ଦର! ହେ ଇଶ୍ରାୟେଲ, ତୁମ୍ଭର ଆବାସ ସବୁ କଡେେ ମ ନୋହର।
5 Quão formosas tuas tendas, Jacó, tuas moradas, Israel!
6 ତୁମ୍ଭମାନେେ ଉପତ୍ୟକା ତୁଲ୍ଯ ବିସ୍ତାରିତ ଓ ନଦୀତୀରସ୍ଥ ଉଦ୍ୟାନ ତୁଲ୍ଯ, ସଦାପ୍ରଭୁଙ୍କ ରୋପିତ ଅଗୁରୁ ବୃକ୍ଷ ସଦୃଶ ଓ ଜଳ ନିକଟସ୍ଥ ଏରସ ବୃକ୍ଷ ସଦୃଶ ଅଟ।
6 Elas se estendem como vales, como jardins à beira do rio, como aloés plantados pelo Senhor, como cedros junto das águas.
7 ସମାନଙ୍କେ କଳସରୁ ଜଳ ଉଚ୍ଛୁଳିବ, ସମାନଙ୍କେର ବୀଜ ଅନକେ ଜଳ ରେ ପଡିବ, ପୁଣି ସମାନଙ୍କେର ରାଜା ଆଗାଗଠାରୁ ଉଚ୍ଚୀକୃତ ହବେ, ସମାନଙ୍କେର ରାଜ୍ଯ ଉନ୍ନତ ହବେ।
7 Jorram águas de seus jarros, suas sementeiras são copiosamente irrigadas. Seu rei é mais poderoso que Agag, de sublime realeza.
8 ପରମେଶ୍ବର ସମାନଙ୍କେୁ ମିଶରରୁ ବାହାର କରି ଆଣିଛନ୍ତି। ସମାନଙ୍କେର, ପରମେଶ୍ବର ଅରଣା ଗୋରୁର ଶିଙ୍ଗ ପରି ଶକ୍ତିଶାଳି। ସମାନେେ ସମାନଙ୍କେର ବିରୋଧିମାନଙ୍କୁ ପରାସ୍ତ କରିବେ ଓ ସମାନଙ୍କେର ଅସ୍ଥିସବୁ ଚୂର୍ଣ କରିବେ ଓ ଆପଣା ବାଣଦ୍ବାରା ସମାନଙ୍କେୁ ଭଦେ କରିବେ।
8 Deus os retirou do Egito, e lhes deu o vigor do búfalo. Devora os povos inimigos; quebra-lhes os ossos e criva-os de flechas.
9 ଇଶ୍ରାୟେଲ ବସିପଡୁଛି ଓ ସିଂହତୁଲ୍ଯ ଶଯନ କରୁଛି। କିଏ ତାକୁ ଉଠାଇବାକୁ ଯାଉଛି, ଯେକହେି ବ୍ଯକ୍ତି ୟିଏ ତୁମ୍ଭକୁ ଆଶୀର୍ବାଦ କରନ୍ତି, ସେ ଆଶୀର୍ବାଦ ପ୍ରାପ୍ତ ହବେ। ଯେକହେି ବ୍ଯକ୍ତି ତୁମ୍ଭକୁ ଶାପ ଦିଅନ୍ତି, ସେ ଶାପଗ୍ରସ୍ତ ହବେ।
9 Deita-se, descansa como um leão, como uma leoa: quem o despertará? Bendito seja quem te abençoar, maldito, quem te amaldiçoar!"
10 ବାଲାକ୍ ବିଲିଯମକୁ ରାଗିଗଲା। ବାଲାକ୍ ବିଲିଯମକୁ କହିଲା, ମୁଁ ମାରେଶତୃମାନଙ୍କୁ ଶାପ ଦବୋପାଇଁ ତୁମ୍ଭକୁ ନିଯନ୍ତ୍ରଣ କଲି କିନ୍ତୁ ତୁମ୍ଭେ ସମାନଙ୍କେୁ ତିନିଥର ଆଶୀର୍ବାଦ କଲ।
10 Balac, encolerizado contra Balaão, bateu as mãos e disse-lhe: "Foi para amaldiçoar os meus inimigos que te chamei, e eis que já pela terceira vez os abençoas.
11 ଏଣୁ ତୁମ୍ଭେ ଆପଣା ସ୍ଥାନକୁ ୟାଅ। ତୁମ୍ଭକୁ ଅତି ସମ୍ଭ୍ରାନ୍ତ କରିବାକୁ ଆମ୍ଭର ବିଚାର ଥିଲା। ମାତ୍ର ସଦାପ୍ରଭୁ ତୁମ୍ଭକୁ ସମ୍ମାନ ପାଇବାରୁ ବଞ୍ଚିତ କଲେ।
11 Agora, vai-te depressa para a tua casa. Pensei em cumular-te de honras, mas o Senhor tas recusou."
12 ତହୁଁ ବିଲିଯମ ବାଲାକ୍କୁ କହିଲା, ତୁମ୍ଭେ ମାେ ନିକଟକୁ ଯେଉଁ ଦୂତମାନଙ୍କୁ ପଠାଇଥିଲ, ମୁଁ ସମାନଙ୍କେୁ ଏହା କହିଥିଲି।
12 "Pois não disse eu aos teus mensageiros, respondeu Balaão:
13 'ଯଦି ବାଲାକ୍ ମାେତେ ସୂନା ରୂପା ପୂର୍ଣ ଆପଣା ଗୃହ ଦବେେ, ତବେେ ମୁଁ ନିଜ ଇଛା ରେ ଭଲ କି ମନ୍ଦ କରିବା ପାଇଁ ସଦାପ୍ରଭୁ ବାକ୍ଯର ବାହାରକୁ ୟାଇ ପାରିବ ନାହିଁ, ଯାହା ସଦାପ୍ରଭୁ କହିବେ ତାହା ହିଁ କରିବି।
13 mesmo que Balac me desse a sua casa cheia de prata e de ouro, eu não poderia transgredir a ordem do Senhor, nem fazer o que quer que seja por minha própria conta; somente diria o que o Senhor me ordenasse?
14 ବର୍ତ୍ତମାନ ମୁଁ ଆପଣା ଲୋକମାନଙ୍କ ନିକଟକୁ ଯାଉଅଛ। ଦୟାକରି ଆସ, ଏହି ଲୋକମାନେ ତୁମ୍ଭ ଲୋକମାନଙ୍କୁ କ'ଣ କହିବେ, ତାହା ମୁଁ ତୁମ୍ଭକୁ କହିବି।
14 Pois bem; volto para o meu povo. Vem, pois quero anunciar-te o que esse povo fará ao teu no decurso dos tempos."
15 ଏଥି ରେ ବିଲିଯମ କହିଲେ,
15 E Balaão pronunciou o oráculo seguinte: "Oráculo de Balaão, filho de Beor, oráculo do homem que tem o olho fechado,
16 ଏହା ହେଉଛି ଜଣେ ବ୍ଯକ୍ତିର ବାର୍ତ୍ତା ୟିଏ ପରମେଶ୍ବରଙ୍କଠାରୁ ଶୁଣେ। ସେ ୟିଏ ସର୍ବୋପରିସ୍ଥ ପରମେଶ୍ବରଙ୍କୁ ବୁଝେ। ସହେି ଜଣେ ୟିଏ ସର୍ବୋଶକ୍ତିମାନ ପରମେଶ୍ବରଙ୍କର ଦର୍ଶନ ପାଇଅଛି। ସେ ହେଉଛି ଜଣେ, ୟିଏ ସର୍ବଶକ୍ତିମାନ ପରମେଶ୍ବରଙ୍କୁ ଭୂମିରେ ପ୍ରଣାମ କରେ, କିନ୍ତୁ ତା'ର ଆଖିଗୁଡିକ ଖାଲିେଥାଏ।
16 oráculo daquele que ouve as palavras de Deus, conhece a ciência do Altíssimo, desfruta a visão do Todo-poderoso e se lhe abrem os olhos quando se prostra:
17 ମୁଁ ସଦାପ୍ରଭୁଙ୍କୁ ଆସୁଥିବା ଦେଖିଲି, କିନ୍ତୁ ବର୍ତ୍ତମାନ ନୁହେଁ। ମୁଁ ତାଙ୍କର ଦର୍ଶନ ପାଉଅଛି, କୁନ୍ତୁ ସେ ନିକଟବର୍ତ୍ତୀ ନୁହନ୍ତି। ଯାକୁବଠାରୁ ଏକ ତାରା ଉଦିତ ହବେ ଓ ଇଶ୍ରାୟେଲଠାରୁ ଏକ ରାଜଦଣ୍ତ ଉଥିତ ହବେ। ମାେଯବରେ ପାର୍ଶଭଦେ କରିବ ଓ କଲହର ସମସ୍ତ ପରିବାରବର୍ଗକୁ ଚୁର୍ଣ କରିବ।
17 Eu o vejo, mas não é para agora, percebo-o, mas não de perto: um astro sai de Jacó, um cetro levanta-se de Israel, que fratura a cabeça de Moab, o crânio dessa raça guerreira.
18 ଇଶ୍ରାୟେଲ ଶକ୍ତିଶାଳୀ ହବେ। ସେ ଇଦୋମ ଅଧିକାର କରିବ। ଶତୃରାଜ୍ଯ ସଯେୀର ମଧ୍ଯ ଅଧିକାର କରିବ।
18 Edom é sua conquista, Seir, seu inimigo, é sua presa. Israel ostenta a sua força.
19 ୟାବୁକ ପରିବାରବର୍ଗରୁ ଏକ ନୂତନ ରାଜା ଆସିବେ। ସେ ସହେି ଲୋକମାନଙ୍କୁ ବିନଷ୍ଟ କରିବେ, ଯେଉଁମାନେ ଏପର୍ୟ୍ଯନ୍ତ ଜୀବିତ ଅଛନ୍ତି।
19 De Jacó virá um dominador que há de exterminar os sobreviventes da cidade."
20 ଏହାପରେ ସେ ଅମାଲକେ ପ୍ରତି ଦୃଷ୍ଟିକରି ଗୀତ ରେ କହିଲା,
20 Ao ver Amalec, Balaão pronunciou este oráculo: "Amalec é a primeira das nações, mas seu fim será o extermínio."
21 ତହୁଁ ସେ କନେୀଯମାନଙ୍କ ଆଡକୁ ମୁହଁ କରି କହିଲା,
21 Depois, ao ver os quenitas, pronunciou o seguinte oráculo: "Sólida é a tua morada, teu ninho está posto na rocha.
22 କିନ୍ତୁ କନେୀଯମାନେ କ୍ଷଯପ୍ରାପ୍ତ ହବେ। ଅଶୂର ତୁମ୍ଭକୁ ବନ୍ଦି କରି ନଇୟିବେ।
22 Mas o quenita será aniquilado; Assur te levará ao cativeiro."
23 ତା'ପରେ ବିଲିଯମ କହିଲା, ଯେତବେେଳେ ପରମେଶ୍ବର ଏହା କରନ୍ତି, ସେତବେେଳେ କିଏ ବଞ୍ଚିବ?
23 E, por fim, acrescentou este oráculo: "Povos vivem ao norte. Navios hão de aportar das costas de Citim,
24 ମାତ୍ର କୀତ୍ତୀମ-ତୀରରୁ ଜାହାଜମାନ ଆସିବ ଓ ସମାନେେ ଅଶୂରକୁ ଓ ଏବରକୁ ପରାସ୍ତ କରିବେ। କିନ୍ତୁ ଏହି ଜାହାଜଗୁଡିକ ମଧ୍ଯ ଧ୍ବଂସ ହବେେ।
24 e oprimirão Assur, e oprimirão Heber, pois, também este perecerá para sempre."
25 ତା'ପରେ ବିଲିଯମ ଉଠିଲା ଏବଂ ଗୃହକୁ ଫରେିଗଲା ଓ ବାଲାକ୍ ମଧ୍ଯ ନିଜ ବାଟରେ ଚାଲିଗଲେ।
25 E depois disto Balaão partiu para a sua terra, enquanto Balac voltou pelo caminho por onde tinha vindo.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Números 24, comparar traduções ou montar um estudo — tudo direto pelo WhatsApp.