Números 25

Oriya Bible (GL_ORIYA) vs ARIB

Sair da comparação
ARIB Almeida Revisada Imprensa Bíblica
1 ଅନନ୍ତର ଇଶ୍ରାୟେଲର ଲୋକମାନେ ଶିଟୀମ ରେ ବାସ କଲେ। ସେତବେେଳେ ସମାନେେ ମାୟୋବର କନ୍ଯାମାନଙ୍କ ପ୍ରତି ବ୍ଯଭିଚାର ପାପରେ ମାତି ରହିଲେ।
1 Ora, Israel demorava-se em Sitim, e o povo começou a prostituir-se com as filhas de Moabe,
2 ସମାନଙ୍କେର ଭଣ୍ତ ଦବେତାଙ୍କୁ ବଳିଦବୋ ନିମନ୍ତେ ସମାନେେ ଇଶ୍ରାୟେଲର ଲୋକମାନଙ୍କୁ ନିମନ୍ତ୍ରଣ କରିଥିଲେ। ସମାନେେ ବଳିଦାନ ଭୋଜନ କଲେ ଓ ସମାନଙ୍କେ ଭଣ୍ତ ଦବେତାଗଣଙ୍କୁ ପୂଜା କଲେ।
2 pois elas convidaram o povo aos sacrifícios dos seus deuses; e o povo comeu, e inclinou-se aos seus deuses.
3 ଇଶ୍ରାୟେଲ ନିଜକୁ ବାଲପଯୋରଙ୍କ ସହିତ ଯୋଗ ଦଇେଥିଲେ। ଏଣୁ ସଦାପ୍ରଭୁ ଇଶ୍ରାୟେଲ ସହିତ ବହୁତ କୋରଧ କଲେ।
3 Porquanto Israel se juntou a Baal-Peor, a ira do Senhor acendeu-se contra ele.
4 ସଦାପ୍ରଭୁ ମାଶାଙ୍କେୁ କହିଲେ, ଲୋକମାନଙ୍କର ସମସ୍ତ ନତେୃବର୍ଗଙ୍କୁ ହତ୍ଯା କର ଏବଂ ସର୍ବସାଧାରଣ ସମ୍ମୁଖ ରେ ସମାନଙ୍କେୁ ଖରା ରେ ଟାଙ୍ଗି ଦିଅ। ତବେେ ସଦାପ୍ରଭୁଙ୍କର କୋରଧ ଇଶ୍ରାୟେଲମାନଙ୍କଠାରୁ ଦୂ ରଇେ ୟିବ।
4 Disse, pois, o Senhor a Moisés: Toma todos os cabeças do povo, e enforca-os ao senhor diante do sol, para que a grande ira do Senhor se retire de Israel.
5 ତେଣୁ ମାଶାେ ଇଶ୍ରାୟେଲର ନତେୃବର୍ଗମାନଙ୍କୁ କହିଲେ, ପ୍ରେତ୍ୟକକ ପରିବାର ବାଲପିୟୋର ସହିତ ଯୋଗ ଦଇେଥିବା ଲୋକମାନଙ୍କୁ ବାହାର କର ଓ ସମାନଙ୍କେୁ ହତ୍ଯା କର।
5 Então Moisés disse aos juízes de Israel: Mate cada um os seus homens que se juntaram a Baal-Peor.
6 ଇଶ୍ରାୟେଲ ସନ୍ତାନଗଣ ମଧ୍ଯରୁ ଜଣେ ମାଶାଙ୍କେର ସମ୍ମୁଖ ରେ ଓ ଇଶ୍ରାୟେଲ ସନ୍ତାନଗଣର ସମସ୍ତ ମଣ୍ତଳୀ ସାକ୍ଷାତ ରେ ଜ୍ଞାତୀମାନଙ୍କ ନିକଟକୁ ଏକ ମିଦିଯମୀଯା ସ୍ତ୍ରୀ କି ଆଣିଲା। ସେତବେେଳେ ଲୋକମାନେ ସମାଗମ ତମ୍ବୁ ନିକଟରେ ବିଳାପ କରୁଥିଲେ।
6 E eis que veio um homem dos filhos de Israel, e trouxe a seus irmãos uma midianita à vista de Moisés e à vista de toda a congregação dos filhos de Israel, enquanto estavam chorando à porta da tenda da revelação.
7 ତେଣୁ ହାରୋଣ ଯାଜକର ପୌତ୍ର, ଇଲିଯାସରର ପୁତ୍ର ପୀନହସ ତାହା ଦେଖି ମଣ୍ତଳୀ ମଧ୍ଯରୁ ଉଠି ହାତ ରେ ଏକ ବର୍ଚ୍ଛା ନଲୋ।
7 Vendo isso Finéias, filho de Eleazar, filho do sacerdote Arão, levantou-se do meio da congregação, e tomou na mão uma lança;
8 ତା'ପରେ ସେ ତମ୍ବୁ ଭିତ ରେ ପ୍ରବେଶ କଲା ଏବଂ ସେ ଉଭୟ ପୁରୁଷ ଓ ସ୍ତ୍ରୀର ପଟେକୁ ବର୍ଚ୍ଛା ରେ ବିଦିର୍ଣ୍ଣ କଲା, ଫଳ ରେ ଇଶ୍ରାୟେଲ ମଧିଅରେ ମହାମାରୀ ବନ୍ଦ ହାଇେ ଗଲା।
8 o foi após o israelita, e entrando na sua tenda, os atravessou a ambos, ao israelita e à mulher, pelo ventre. Então a praga cessou de sobre os filhos de Israel.
9 ତଥାପି ଏହି ମହାମାରୀ ରେ 24 ,000 ଲୋକ ମରିଥିଲେ।
9 Ora, os que morreram daquela praga foram vinte e quatro mil.
10 ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,
10 Então disse o Senhor a Moisés:
11 ପୀନହସ ଯାଜକ ହାରୋଣର ନାତି ଏବଂ ଇଲିଯାସରର ପୁତ୍ର ଇଶ୍ରାୟେଲର ଲୋକମାନଙ୍କ ଉପରେ କୋର୍ଧ ଦଖାଇବୋ ପାଇଁ ମାେତେ ଅଟକାଇଲେ। ମାେତେ କୋରଧିତ କରିବା ପାଇଁ ତୁମ୍ଭେ ଯାହା କରୁଥିଲ ପୀନହସ ସେଥି ରେ ବ୍ଯତିବ୍ଯସ୍ତ ହାଇଗେଲେ। ତେଣୁ ମୁଁ ଇଶ୍ରାୟେଲର ସମସ୍ତ ଲୋକମାନଙ୍କୁ ହତ୍ଯା କଲି ନାହିଁ।
11 Finéias, filho de Eleazar, filho do sacerdote Arão, desviou a minha ira de sobre os filhos de Israel, pois foi zeloso com o meu zelo no meio deles, de modo que no meu zelo não consumi os filhos de Israel.
12 ପୀନହସଙ୍କୁ କୁହ ଯେ, ମୁଁ ତାଙ୍କ ନିକଟରେ ବିଶଷେ ପ୍ରତିଜ୍ଞା କରୁଛି।
12 Portanto dize: Eis que lhe dou o meu pacto de paz,
13 ତହୁଁ ତାପ୍ରତି ଓ ତା ଅନ୍ତେ ତାହାର ସନ୍ତାନଗଣ ପ୍ରତି ଅନନ୍ତକାଳୀନ ଯାଜକତ୍ବର ନିଯମ ରହିବ। କାରଣ ସେ ଆପଣା ପରମେଶ୍ବରଙ୍କ ପକ୍ଷ ରେ କୋର୍ଧଭାବ ପ୍ରକାଶ କଲା ଓ ଇଶ୍ରାୟେଲ ସନ୍ତାନଗଣ ନିମନ୍ତେ ପ୍ରାଯଶ୍ଚିତ କଲା।
13 e será para ele e para a sua descendência depois dele, o pacto de um sacerdócio perpétuo; porquanto foi zeloso pelo seu Deus, e fez expiação pelos filhos de Israel.
14 ଇଶ୍ରାୟେଲର ଯେଉଁ ପୁରୁଷ ମିଦିଯନୀଯ ସ୍ତ୍ରୀ ସହିତ ନିହିତ ହାଇେଥିଲା, ତାହାର ନାମ ସିମ୍ରି ଓ ସେ ସାଲୂର ପୁତ୍ର ଏବଂଶିମିଯୋନ ପରିବାରବର୍ଗର ନତେୃବର୍ଗ ଥିଲେ।
14 O nome do israelita que foi morto com a midianita era Zinri, filho de Salu, príncipe duma casa paterna entre os simeonitas.
15 ପୁଣି ସହେି ମିଦିଯନୀଯା ସ୍ତ୍ରୀଲୋକ ୟିଏ ଇଶ୍ରାୟେଲ ପୁତ୍ର କସବୀ ସହିତ ହତ ହାଇେଥିଲା। ସେ ସୂରର କନ୍ଯା ଥିଲା। ସୂର ମିଦିଯନୀଯ ପରିବାରବର୍ଗର ଏକ ମୁଖ୍ଯ ଥିଲା।
15 E o nome da mulher midianita morta era Cozbi, filha de Zur; o qual era cabeça do povo duma casa paterna em Midiã.
16 ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,
16 Disse mais o Senhor a Moisés:
17 ମିଦିଯନୀଯ ଲୋକମାନେ ତୁମ୍ଭର ଶତୃ ତୁମ୍ଭେ ସମାନଙ୍କେୁ ବଧ କର।
17 Afligi vós os midianitas e feri-os;
18 ସମାନେେ ପିୟୋର ରେ ତୁମ୍ଭକୁ ଠକି ଦେଲେ। ସମାନେେ ମିଦିଯନୀଯ ନେତାର କନ୍ଯା କସବୀ ସହିତ ତୁମ୍ଭକୁ ଠକି ଦଇେଛନ୍ତି। ସହେି ସ୍ତ୍ରୀ ଲୋକଟି ମହାମାରୀ ରେ ନହିତ ହେଲା। ଯାହା ଶିଯୋର ରେ ଘଟିଥିଲା, ତାହା ମହାମାରୀର କାରଣ ଥିଲା।
18 porque eles vos afligiram a vós com as suas ciladas com que vos enganaram no caso de Peor, e no caso de Cozbi, sua irmã, filha do príncipe de Midiã, a qual foi morta no dia da praga no caso de Peor.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Números 25, comparar traduções ou montar um estudo — tudo direto pelo WhatsApp.