Números 28
Oriya Bible (GL_ORIYA) vs ARIB
1 ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,
1 Disse mais o Senhor a Moisés:
2 ଇଶ୍ରାୟେଲର ଲୋକମାନଙ୍କୁ ଆଜ୍ଞା ଦିଅ ଓ ସମାନଙ୍କେୁ କୁହ, ସମାନେେ ମାରେ ନବୈେଦ୍ଯ ମାରେ ଖାଦ୍ୟ ଠିକ୍ ସମୟରେ ସୁବାସିତ ଉପହାରରୂପେ ମାେ ନିକଟକୁ ଆଣିବେ।
2 Ordena aos filhos de Israel, e dize-lhes: A minha oferta, o alimento para as minhas ofertas queimadas, de cheiro suave para mim, tereis cuidado para ma oferecer aos seus tempos determinados.
3 ସମାନଙ୍କେୁ କୁହ, ସମାନେେ ନିମ୍ନ ରେ ଦର୍ଶାୟାଇଥିବା ଉପହାରଗୁଡିକ ସଦାପ୍ରଭୁଙ୍କ ନିକଟକୁ ଆଣିବେ। ନିତ୍ଯ ହାମେ ନିମନ୍ତେ ଏକ ବର୍ଷୀଯ ନିଖୁଣ ଦୁଇଟି ମଷେବତ୍ସ ଉତ୍ସର୍ଗ କରିବେ।
3 Também lhes dirás: Esta é a oferta queimada que oferecereis ao Senhor: dois cordeiros de um ano, sem defeito, cada dia, em contínuo holocausto.
4 ପ୍ରାତଃକାଳ ରେ ଏକ ମଷେବତ୍ସ ଉତ୍ସର୍ଗ କରିବ ଓ ସନ୍ଧ୍ଯା କାଳ ରେ ଏକ ମଷେବତ୍ସ ଉତ୍ସର୍ଗ କରିବ।
4 Um cordeiro oferecerás pela manhã, e o outro à tardinha,
5 ଶସ୍ଯ ନବୈେଦ୍ଯ ନିମନ୍ତେ ଏକ ଅର୍ଦ୍ଧ ହିନର ପଷୋ ତୈଳ ମିଶ୍ରିତ ଅର୍ଦ୍ଧ ହିନର ସରୁ ମଇଦା ଦବେ।
5 juntamente com a décima parte de uma efa de flor de farinha em oferta de cereais, misturada com a quarta parte de um him de azeite batido.
6 ଏହା ନିତ୍ଯ ହାମବେଳି, ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ସୁବାସିତ ନବୈେଦ୍ଯ ସୀନଯ ପର୍ବତ ରେ ନିରୂପିତ ହାଇେଥିଲା।
6 Este é o holocausto contínuo, instituído no monte Sinai, em cheiro suave, oferta queimada ao Senhor.
7 ପୁଣି ତହିଁର ଏକ ମଷେବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ପଯେ ନବୈେଦ୍ଯ ଦବେ। ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପବିତ୍ର ପଯେ ନବୈେଦ୍ଯରୂପେ ଦ୍ରାକ୍ଷାରସ ଢାଳିବ।
7 A oferta de libação do mesmo será a quarta parte de um him para um cordeiro; no lugar santo oferecerás a libação de bebida forte ao Senhor.
8 ଆଉ ତୁମ୍ଭେ ଅନ୍ୟ ମଷେବତ୍ସକୁ ସନ୍ଧ୍ଯା ବେଳେ ଉତ୍ସର୍ଗ କରିବ। ଯେପରି ପ୍ରାତଃକାଳ ରେ ଶସ୍ଯ ନବୈେଦ୍ଯ ଓ ପଯେ ନବୈେଦ୍ଯ ଉତ୍ସର୍ଗ କରିବ, ସହେିପରି ତୁମ୍ଭେ ସଦାପ୍ରଭୁଙ୍କୁ ଏକ ସୁବାସିତ ଉପହାର ରୂପେ ଉତ୍ସର୍ଗ କରିବ।
8 E o outro cordeiro, oferecê-lo-ás à tardinha; com as ofertas de cereais e de libação, como o da manhã, o oferecerás, oferta queimada de cheiro suave ao Senhor.
9 ଆଉ ବିଶ୍ରାମ ଦିନ ରେ, ଏକ ବର୍ଷୀଯ ଦୁଇଟି ନିଖୁଣ ମଷେବତ୍ସ ଓ ତୈଳ ମିଶ୍ରିତ ଏକ ଐଫାର ଦୁଇ ଦଶମାଂଶ ସରୁ ମଇଦାର ଶସ୍ଯ ନବୈେଦ୍ଯ ଓ ତହିଁର ପଯେ ନବୈେଦ୍ଯ ଉତ୍ସର୍ଗ କରିବ।
9 No dia de sábado oferecerás dois cordeiros de um ano, sem defeito, e dois décimos de efa de flor de farinha, misturada com azeite, em oferta de cereais, com a sua oferta de libação;
10 ଏହି ହାମବେଳି, ନିତ୍ଯ ହାମବେଳି, ପଯେ ନବୈେଦ୍ଯ ସହିତ ପ୍ରତି ବିଶ୍ରାମବାର ରେ ଉତ୍ସର୍ଗ କରିବ।
10 é o holocausto de todos os sábados, além do holocausto contínuo e a sua oferta de libação.
11 ଆଉ ପ୍ରତିମାସର ପ୍ରଥମ ଦିନ ରେ ତୁମ୍ଭମାନେେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ହୋମ ନିମନ୍ତେ ଦୁଇଟି ଷଣ୍ତ,ଏକ ଅଣ୍ତିରା ମଷେ ଓ ଏକବର୍ଷୀଯ ସାତଟି ମଷେଶାବକ ବିଶଷେ ହାମବେଳି ରୂପେ ଉତ୍ସର୍ଗ କରିବ। ଏମାନେ ସମସ୍ତେ ନିଖୁଣ ହାଇେ ଥିବେ।
11 Nos princípios dos vossos meses oferecereis em holocausto ao Senhor: dois novilhos, um carneiro e sete cordeiros de um ano, sem defeito;
12 ପୁଣି ପ୍ରେତ୍ୟକକ ଷଣ୍ତ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ଯ ନବୈେଦ୍ଯ; ଆଉ ଏକ ମଷେ ନିମନ୍ତେ ଦୁଇ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ଯ ନବୈେଦ୍ଯ;
12 e três décimos de efa de flor de farinha, misturada com azeite, em oferta de cereais, para cada novilho; e dois décimos de efa de flor de farinha, misturada com azeite, em oferta de cereais, para o carneiro;
13 ପୁଣି ପ୍ରେତ୍ୟକକ ମଷେଶାବକ ନିମନ୍ତେ ଏକ ଐଫାର ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ଯ ନବୈେଦ୍ଯ ଦବେ। ତହିଁରେ ସଦାପ୍ରଭୁଙ୍କୁ ତାହା ଏକ ସୁବାସିତ ଉପହାରରୁପେ ଉତ୍ସର୍ଗ କରିବ।
13 e um décimo de efa de flor de farinha, misturada com azeite, em oferta de cereais, para cada cordeiro; é holocausto de cheiro suave, oferta queimada ao Senhor.
14 ଆଉ ଏକ ଷଣ୍ତ ନିମନ୍ତେ ଏକ ହିନର ଅର୍ଦ୍ଧକେ, ଏକ ମଷେ ନିମନ୍ତେ ଏକ ହିନର ତୃତୀଯାଂଶ ଓ ଏକ ମଷେବତ୍ସ ନିମନ୍ତେ ହିନର ଏକ ଚତୁର୍ଥାଂଶ ଦ୍ରାକ୍ଷାରସ ପଯେ ନବୈେଦ୍ଯ ହବେ; ଏହା ବର୍ଷର ପ୍ରତିମାସର ଅମାବାସ୍ଯା ରେ ମାସିକ ହାମବେଳି ହବେ।
14 As ofertas de libação do mesmo serão a metade de um him de vinho para um novilho, e a terça parte de um him para um carneiro, e a quarta parte de um him para um cordeiro; este é o holocausto de cada mês, por todos os meses do ano.
15 ହାମବେଳି ଓ ପଯେ ନବୈେଦ୍ଯ ଛଡା, ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପାପାର୍ଥକ ବଳିରୂପେ ଏକ ଅଣ୍ତିରା ଛଳେି ଉତ୍ସର୍ଗ କରାୟିବ।
15 Também oferecerás ao Senhor um bode como oferta pelo pecado; oferecer-se-á esse além do holocausto contínuo, com a sua oferta de libação.
16 ପ୍ରଥମ ମାସର ଚତୁର୍ଦ୍ଦଶ ଦିବସ ରେ ସଦାପ୍ରଭୁଙ୍କର ନିସ୍ତାର ପର୍ବ ହବେ।
16 No primeiro mês, aos catorze dias do mês, é a páscoa do Senhor.
17 ପୁଣି ସହେି ମାସର ପଞ୍ଚଦଶ ଦିବସ ରେ ଉତ୍ସବ ହବୋ ଉଚିତ୍; ଏହା ସାତଦିନ ୟାଏ ପାଳିତ ହବୋ ଉଚିତ୍ ଓ ଏହି ସାତଦିନ ତୁମ୍ଭମାନେେ ତାଡୀଶୂନ୍ଯ ରୋଟୀ ଭୋଜନ କରିବା ଉଚିତ୍।
17 E aos quinze dias do mesmo mês haverá festa; por sete dias se comerão pães ázimos.
18 ପ୍ରଥମ ଦିନ ରେ ଏକ ପବିତ୍ର ସଭା ହବୋ ଉଚିତ୍। ସଦେିନ ତୁମ୍ଭେ ମାନେ କୌଣସି ପ୍ରକାର କାର୍ୟ୍ଯ କରବା ଉଚିତ୍ ନୁହଁ।
18 No primeiro dia haverá santa convocação; nenhum trabalho servil fareis;
19 ମାତ୍ର ସଦାପ୍ରଭୁଙ୍କୁ ଉପହାର ଓ ହାମବେଳି ରୂପେ ଦୁଇଟି ଷଣ୍ତ ଗୋଟିଏ ଅଣ୍ତିରା ମଷେ ଓ ସାତାଟେି ଏକ ବର୍ଷିଯ ମଷେଶାବକ ଉତ୍ସର୍ଗ କରିବା ଉଚିତ୍। ଏହିସବୁ ପଶୁଗୁଡିକ ଖୁଣ ନଥିବ।
19 mas oferecereis oferta queimada em holocausto ao Senhor: dois novilhos, um carneiro e sete cordeiros de um ano, todos eles sem defeito;
20 ଗୋଟିଏ ଗୋବତ୍ସ ପାଇଁ ଦେଢ ହିନ ପ୍ରେତ୍ୟକକ ଅଣ୍ତିରା ମଷେ ପାଇଁ ଏକ ହିନ ଏବଂ ପ୍ରେତ୍ୟକକ ମଷେଶାବକ
20 e a sua oferta de cereais, de flor de farinha misturada com azeite; oferecereis três décimos de efa para cada novilho, dois décimos para o carneiro,
21 ପାଇଁ ଅର୍ଦ୍ଧ ହିନ ହିସାବ ରେ ତୈଳାକ୍ତ ସରୁ ମଇଦା ଶସ୍ଯ ନବୈେଦ୍ଯ ରୂପେ ଉତ୍ସର୍ଗ କରିବା ଉଚିତ୍।
21 e um décimo para cada um dos sete cordeiros;
22 ତୁମ୍ଭ ପାଇଁ ପ୍ରାଯଶ୍ଚିତ କରିବାକୁ ପାପାର୍ଥକ ନବୈେଦ୍ଯ ରୂପେ ଏକ ଛାଗ ଉତ୍ସର୍ଗ କରିବା ଉଚିତ୍।
22 e em oferta pelo pecado oferecereis um bode, para fazer expiação por vos.
23 ତୁମ୍ଭମାନେେ ପ୍ରତ୍ଯହ ପ୍ରାତଃକାଳୀନ ହାମବେଳି ଛଡା ଏ ସମସ୍ତ ଉତ୍ସର୍ଗ କରିବ।
23 Essas coisas oferecereis, além do holocausto da manhã, o qual é o holocausto contínuo.
24 ଏହି ବିଧି ଅନୁସାରେ ତୁମ୍ଭମାନେେ ସାତଦିନ ୟାଏ ପ୍ରତିଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଭକ୍ଷ୍ଯରୂପେ ସୁବାସିତ ନବୈେଦ୍ଯ ଉପହାର ଉତ୍ସର୍ଗ କରବା ଉଚିତ୍। ଏହା ନିତ୍ଯ ହାମବେଳି ଓ ତହିଁର ପଯେ ନବୈେଦ୍ଯ ଛଡା ତାହା ଉତ୍ସର୍ଗୀତ ହବେ।
24 Assim, cada dia oferecereis, por sete dias, o alimento da oferta queimada em cheiro suave ao Senhor; oferecer-se-á além do holocausto contínuo com a sua oferta de libação;
25 ତା'ପରେ ସପ୍ତମ ଦିନ ରେ ତୁମ୍ଭମାନଙ୍କର ପୁଣି ଏକ ପବିତ୍ର ସଭା ହବେ ଓ ସଦେିନ ତୁମ୍ଭମାନେେ କୌଣସି କାର୍ୟ୍ଯ କରିବା ଉଚିତ୍ ନୁହଁ।
25 e no sétimo dia tereis santa convocação; nenhum trabalho servil fareis.
26 ପୁଣି ପ୍ରଥମ ଫଳର ଦିନ ରେ ଅର୍ଥାତ୍ ଯେତବେେଳେ ତୁମ୍ଭମାନେେ ସାପ୍ତାହିକୀ ପର୍ବ ରେ ସଦାପ୍ରଭୁଙ୍କ ଛାମୁକୁ ନୂତନ ଭକ୍ଷ୍ଯ ନବୈେଦ୍ଯ ଆଣିବ, ସେତବେେଳେ ତୁମ୍ଭମାନଙ୍କର ପବିତ୍ର ସଭା ହବୋ ଉଚିତ୍। ତୁମ୍ଭମାନେେ ସଦେିନ କୌଣସି କାର୍ୟ୍ଯ କରିବା ଉଚିତ୍ ନୁହଁ।
26 Semelhantemente tereis santa convocação no dia das primícias, quando fizerdes ao Senhor oferta nova de cereais na vossa festa de semanas; nenhum trabalho servil fareis.
27 ମାତ୍ର ତୁମ୍ଭମାନେେ ସଦାପ୍ରଭୁଙ୍କୁ ସୁବାସିତ ଉପହାର ରୂପେ ଦୁଇଟି ଷଣ୍ତ, ଗୋଟିଏ ଅଣ୍ତିରା ମଷେ ଓ ସାତାଟେି ମଷେଶାବକକୁ ହାମବେଳି ରୂପେ ଉତ୍ସର୍ଗ କରିବା ଉଚିତ୍।
27 Então oferecereis um holocausto em cheiro suave ao Senhor: dois novilhos, um carneiro e sete cordeiros de um ano;
28 ପୁଣି ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ ଓ ଏକ ମଷେ ନିମନ୍ତେ ଦୁଇ ଦଶମାଂଶ ଐଫା ତୈଳ ମିଶ୍ରିତ ସରୁ ମଇଦା ଭକ୍ଷ୍ଯ ନବୈେଦ୍ଯ,
28 e a sua oferta de cereais, de flor de farinha misturada com azeite, três décimos de efa para cada novilho, dois décimos para o carneiro,
29 ପୁଣି ସାତ ମଷେବତ୍ସ ମଧ୍ଯରୁ ପ୍ରତି ମଷେବତ୍ସ ନିମନ୍ତେ ଏକ ଦଶମାଂଶ ଐଫା ତୈଳମିଶ୍ରିତ ସରୁ ମଇଦାର ଭକ୍ଷ୍ଯ ନବୈେଦ୍ଯ;
29 e um décimo para cada um dos sete cordeiros;
30 ଆଉ ତୁମ୍ଭମାନଙ୍କ ପ୍ରାଯଶ୍ଚିତ କରଣାର୍େଥ ଏକ ଛାଗ ଉତ୍ସର୍ଗ କରିବ;
30 e um bode para fazer expiação por vós.
31 ତୁମ୍ଭମାନେେ ପ୍ରତିଦିନର ହାମବେଳି, ତହିଁର ଭକ୍ଷ୍ଯ ନବୈେଦ୍ଯ ସମାନଙ୍କେର ସମସ୍ତ ଓ ତହିଁର ପଯେ ନବୈେଦ୍ଯ ଉତ୍ସର୍ଗ କରିବ। ଏହି ପଶୁଗୁଡିକ ନିଖୁଣ ହବୋ ଉଚିତ୍।
31 Além do holocausto contínuo e a sua oferta de cereais, os oferecereis, com as suas ofertas de libação; eles serão sem defeito.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Números 28, comparar traduções ou montar um estudo — tudo direto pelo WhatsApp.