Números 32

Oriya Bible (GL_ORIYA) vs ARA

Sair da comparação
ARA Almeida Revista e Atualizada 1993
1 ରୁବନେ ସନ୍ତାନଗଣର ଓ ଗାଦ-ସନ୍ତାନଗଣର ଅନକେ ପଶୁ ପଲ ଥିଲା। ଏଣୁ ସମାନେେ ୟା ସରେ ଓ ଗିଲିଯଦ ଦେଶଗୁଡିକୁ ଦେଖିଲେ, ସେ ସ୍ଥାନଗୁଡିକ ପଶୁପଲ ପାଇଁ ଉପୟୁକ୍ତ।
1 Os filhos de Rúben e os filhos de Gade tinham gado em muitíssima quantidade; e viram a terra de Jazer e a terra de Gileade, e eis que o lugar era lugar de gado.
2 ତେଣୁ ଗାଦର ସନ୍ତାନଗଣ ଓ ରୁବନରେ ସନ୍ତାନଗଣ ଆସି ମାଶାଙ୍କେୁ ଇଲିଯାସର ଯାଜକକୁ ଓ ମଣ୍ତଳୀର ଅଧ୍ଯକ୍ଷଗଣଙ୍କୁ କହିଲେ।
2 Vieram, pois, os filhos de Gade e os filhos de Rúben e falaram a Moisés, e ao sacerdote Eleazar, e aos príncipes da congregação, dizendo:
3 ସମାନେେ କହିଲେ, ତୁମ୍ଭର ଏହି ସବେକମାନଙ୍କର ବହୁ ମଷେ ଓ ଗୋରୁଗାଈ ଅଛନ୍ତି। ଯେଉଁ ସବୁ ଦେଶକୁ ସଦାପ୍ରଭୁ ଇଶ୍ରାୟେଲର ପାଇଁ ପରାସ୍ତ କରିଅଛନ୍ତି, ତାହା ଆମ୍ଭର ମଷଗେୁଡିକ ନିମନ୍ତେ ଓ ଗୋରୁଗାଈ ନିମନ୍ତେ ଉତ୍ତମ ଅଟେ।
3 Atarote, Dibom, Jazer, Ninra, Hesbom, Eleale, Sebã, Nebo e Beom,
4 ସେ ସବୁ ଦେଶଗୁଡିକ ହେଲେ, ଅଟାରୋତ୍, ଦୀବୋନ, ୟା ସରେ, ନିମ୍ରା ହିଷବୋନ, ଇଲିଯାଲୀ, ସିବମା, ନବୋ ଓ ବିଯୋନ।
4 a terra que o Senhor feriu diante da congregação de Israel é terra de gado; e os teus servos têm gado.
5 ଯଦି ଏହା ତୁମ୍ଭକୁ ଆନନ୍ଦ ଦିଏ, ତୁମ୍ଭର ସବେକଗଣକୁ ଏହି ଦେଶ ଦିଆଯାଉ, ଆମ୍ଭମାନଙ୍କୁ ୟର୍ଦ୍ଦନ ସପୋରିକୁ ନିଆ ନଯାଉ।
5 Disseram mais: Se achamos mercê aos teus olhos, dê-se esta terra em possessão aos teus servos; e não nos faças passar o Jordão.
6 ମାଶାେ ଗାଦ ଓ ରୁବନରେ ପରିବାରବର୍ଗକୁ କହିଲେ, ତୁମ୍ଭମାନଙ୍କର ଭାଇମାନେ ୟୁଦ୍ଧ କରିବାକୁ ଯାଉଛନ୍ତି, ତୁମ୍ଭମାନେେ କ'ଣ ଏଠା ରେ ରହିବା ଉଚିତ୍?
6 Porém Moisés disse aos filhos de Gade e aos filhos de Rúben: Irão vossos irmãos à guerra, e ficareis vós aqui?
7 ସଦାପ୍ରଭୁ ଇଶ୍ରାୟେଲର ଲୋକମାନଙ୍କୁ ଯେଉଁ ଦେଶ ଦଇେଅଛନ୍ତି, ନଦୀ ପାର ହାଇେ ସେ ଦେଶକୁ ୟିବାପାଇଁ ତୁମ୍ଭମାନେେ କାହିଁକି ସମାନଙ୍କେୁ ନରୁତ୍ସାହିତ କରୁଛ?
7 Por que, pois, desanimais o coração dos filhos de Israel, para que não passem à terra que o Senhor lhes deu?
8 ମୁଁ ତୁମ୍ଭର ପିତୃଲୋକମାନଙ୍କୁ କାଦେଶ ବର୍ଣଯଠାରୁେ ସହେି ଦେଶ ଦେଖିବାକୁ ପଠାଇବା ବେଳେ ସମାନେେ ଏହିରୂପେ କରିଥିଲେ।
8 Assim fizeram vossos pais, quando os enviei de Cades-Barneia a ver esta terra.
9 କାରଣ ସମାନେେ ଇଷ୍କୋଲ ଉପତ୍ୟକା ପର୍ୟ୍ଯନ୍ତ ଗମନ କରି ଦେଶ ଦେଖିଲେ ଓ ସଦାପ୍ରଭୁଙ୍କ ଦତ୍ତ ଦେଶକୁ ୟିବା ପାଇଁ ଇଶ୍ରାୟେଲ ଲୋକମାନଙ୍କର ମନକୁ ନିରୁତ୍ସାହିତ କଲେ।
9 Chegando eles até ao vale de Escol e vendo a terra, descorajaram o coração dos filhos de Israel, para que não viessem à terra que o Senhor lhes tinha dado.
10 ଏଣୁ ସହେିଦିନ ସଦାପ୍ରଭୁଙ୍କର କୋରଧ ପ୍ରଜ୍ବଳିତ ହେଲା ଏବଂ ସେ ପ୍ରତିଜ୍ଞା କଲେ।
10 Então, a ira do Senhor se acendeu naquele mesmo dia, e jurou, dizendo:
11 'ମୁଁ ସଦାପ୍ରଭୁ ଅବ୍ରହାମକୁ ଓ ଇସ୍ହାକକୁ ଓ ଯାକୁବକୁ ଯେଉଁ ଦେଶ ଦବୋକୁ ପ୍ରତିଜ୍ଞା କରିଅଛି, ମିଶରରୁ ଆଗତ ଲୋକମାନଙ୍କ ମଧ୍ଯରୁ କୋଡିଏ ବର୍ଷ ଓ ତତ୍ତୋଧିକ ବର୍ଷ ବଯସ୍କ କହେି ସହେି ଦେଶ ଦେଖି ପାରିବେ ନାହିଁ, କାରଣ ସମାନେେ ମାେତେ ଅନୁସରଣ କଲେ ନାହିଁ।
11 Certamente, os varões que subiram do Egito, de vinte anos para cima, não verão a terra que prometi com juramento a Abraão, a Isaque e a Jacó, porquanto não perseveraram em seguir-me,
12 କବଳେ କନିସୀଯ ୟିଫୁନ୍ନିର ପୁତ୍ର କାଲେବ୍ ଓ ନୂନର ପୁତ୍ର ଯିହାଶୂେୟ ସହେି ଭୂମି ଦେଖିବେ; କାରଣ ସମାନେେ ସଦାପ୍ରଭୁଙ୍କର ପ୍ରକୃତ ଅନୁସରଣକାରୀ ଅଟନ୍ତି!'
12 exceto Calebe, filho de Jefoné, o quenezeu, e Josué, filho de Num, porque perseveraram em seguir ao Senhor .
13 ଏହିରୂପେ ଇଶ୍ରାୟେଲର ଲୋକମାନଙ୍କ ଉପରେ ସଦାପ୍ରଭୁଙ୍କର କୋରଧ କଲେ, ସେ ସମସ୍ତ ଦୁଷ୍ଟ ପୀଢି ନମଲା ପର୍ୟ୍ଯନ୍ତ, ସେ ସମସ୍ତଙ୍କୁ ଚାଳିଶ ବର୍ଷୟାଏ ମରୁଭୂମିରେ ଭ୍ରମଣ କରାଇଲେ।
13 Pelo que se acendeu a ira do Senhor contra Israel, e fê-los andar errantes pelo deserto quarenta anos, até que se consumiu toda a geração que procedera mal perante o Senhor .
14 ଏଠାକୁ ଦେଖ, ତୁମ୍ଭମାନେେ ତୁମ୍ଭ ପିତୃଗଣଙ୍କ ପରି କାର୍ୟ୍ଯ କଲ, ତୁମ୍ଭମାନେେ ପାପିଷ୍ଠ ଲୋକମାନଙ୍କର ନୂତନ ପିଢି ସଦାପ୍ରଭୁଙ୍କୁ ଇଶ୍ରାୟେଲର ଲୋକମାନଙ୍କ ପ୍ରତି କୋର୍ଧିତ କରାଉଛ।
14 Eis que vós, raça de homens pecadores, vos levantastes em lugar de vossos pais, para aumentardes ainda o furor da ira do Senhor contra Israel.
15 ଯଦି ତୁମ୍ଭମାନେେ ସଦାପ୍ରଭୁଙ୍କୁ ଅନୁସରଣ ନକର, ସେ ଇଶ୍ରାୟେଲକୁ ମରୁଭୂମିରେ ଛାଡି ଦବେେ। ଏହିପରି ତୁମ୍ଭେ ସମସ୍ତଙ୍କୁ ବିନଷ୍ଟ କରିବ।
15 Se não quiserdes segui-lo, também ele deixará todo o povo, novamente, no deserto, e sereis a sua ruína.
16 ମାତ୍ର ରୁବନରେ ଗୋଷ୍ଠୀ ଓ ଗାଦ ଗୋଷ୍ଠୀର ଲୋକମାନେ ମାଶାଙ୍କେୁ ଆସି କହିଲେ, ଆମ୍ଭମାନେେ ଏହି ସ୍ଥାନ ରେ ଆପଣା ଆପଣା ମଷେମାନଙ୍କ ନିମନ୍ତେ ମଷେଶାଳା ଓ ଆପଣା ଆପଣା ପାଲାମାନଙ୍କ ନିମନ୍ତେ ନଗର ନିର୍ମାଣ କରିବା।
16 Então, se chegaram a ele e disseram: Edificaremos currais aqui para o nosso gado e cidades para as nossas crianças;
17 ମାତ୍ର ଆମ୍ଭମାନଙ୍କର ବାଳକମାନେ ଦେଶବାସୀଙ୍କଠାରୁ ନିରାପଦ ରେ ରହିବା ପାଇଁ ପ୍ରାଚୀର ବେଷ୍ଟିତ ନଗର ରେ ବାସ କରିବେ, ଆଉ ଆମ୍ଭମାନେେ ଇଶ୍ରାୟେଲ ଲୋକମାନଙ୍କୁ ସମାନଙ୍କେ ସ୍ଥାନକୁ ନ ଆଣିବା ପର୍ୟ୍ଯନ୍ତ ସସଜ୍ଜ ହାଇେ ସମାନଙ୍କେ ଆଗେ ଆଗେ ଗମନ କରିବୁ।
17 porém nós nos armaremos, apressando-nos adiante dos filhos de Israel, até que os levemos ao seu lugar; e ficarão as nossas crianças nas cidades fortes, por causa dos moradores da terra.
18 ଇଶ୍ରାୟେଲର ଲୋକମାନେ ପ୍ରେତ୍ୟକକ ସମାନଙ୍କେର ଭୂମି ନ ପାଇବା ପର୍ୟ୍ଯନ୍ତ, ଆମ୍ଭମାନେେ ଆମ୍ଭେ ନିଜ ଘରକୁ ଫରେିଯାଉ ନାହିଁ।
18 Não voltaremos para nossa casa até que os filhos de Israel estejam de posse, cada um, da sua herança.
19 ଆଉ ଆମ୍ଭମାନେେ ୟର୍ଦ୍ଦନର ଆର ପରି ରେ ଓ ତହିଁ ଆଗ ରେ ସମାନଙ୍କେ ସହିତ ଅଧିକାର ନବେୁ ନାହିଁ। କାରଣ ୟର୍ଦ୍ଧନ ଏହି ପାଶର୍‌ବ ରେ ଆମ୍ଭମାନଙ୍କ ଅଧିକାର ରହିଅଛି।
19 Porque não herdaremos com eles do outro lado do Jordão, nem mais adiante, porquanto já temos a nossa herança deste lado do Jordão, ao oriente.
20 ତେଣୁ ମାଶାେ ସମାନଙ୍କେୁ କହିଲେ, ତୁମ୍ଭମାନେେ ଯବେେ ଏହିସବୁ କରିବ, ତବେେ ଏହି ଭୂମି ତୁମ୍ଭର ଅଧିକୃତ ହବେ। କିନ୍ତୁ ତୁମ୍ଭର ସୈନ୍ଯମାନେ ସସଜ୍ଜ ହାଇେ ସଦାପ୍ରଭୁଙ୍କ ସମ୍ମୁଖ ରେ ୟୁଦ୍ଧ କରିବାକୁ ଆଗଇେ ଯିବେ।
20 Então, Moisés lhes disse: Se isto fizerdes assim, se vos armardes para a guerra perante o Senhor ,
21 ତୁମ୍ଭର ସୈନ୍ଯମାନେ ୟର୍ଦ୍ଦନ ଅତିକ୍ରମ କରି ଶତୃମାନଙ୍କ ବିରୁଦ୍ଧ ରେ ୟୁଦ୍ଧ କରିବେ, ଯେପର୍ୟ୍ଯନ୍ତ ସଦାପ୍ରଭୁ ତାଙ୍କର ଶତୃଗଣଙ୍କୁ ସହେି ଭୂମିରୁ ତଡି ଦଇେ ନାହାନ୍ତି।
21 e cada um de vós, armado, passar o Jordão perante o Senhor , até que haja lançado fora os seus inimigos de diante dele,
22 ଯେତବେେଳେ ସହେି ଦେଶ ଅକ୍ତିଆର ହୁଏ, ତା'ହାଲେ ତୁମ୍ଭମାନେେ ଗୃହକୁ ଫରେି ପାରିବ। ତା ହେଲେ ତୁମ୍ଭମାନେେ ସଦାପ୍ରଭୁ ଓ ଇଶ୍ରାୟେଲଙ୍କଠା ରେ ନିରପରାଧି ହବେ। ଆଉ ସହେି ଦେଶକୁ ସଦାପ୍ରଭୁଙ୍କ ସମ୍ମୁଖ ରେ ତୁମ୍ଭମାନେେ ଅଧିକାର କରିବ।
22 e a terra estiver subjugada perante o Senhor , então, voltareis e sereis desobrigados perante o Senhor e perante Israel; e a terra vos será por possessão perante o Senhor .
23 ମାତ୍ର ତୁମ୍ଭମାନେେ ଯବେେ ତାହା ନକର, ତବେେ ତୁମ୍ଭମାନେେ ସଦାପ୍ରଭୁଙ୍କ ବିରୁଦ୍ଧ ରେ ପାପ କରୁଥିବ। ଆଉ ଏହା ନିଶ୍ଚିତ ଯେ, ତୁମ୍ଭମାନଙ୍କର ପାପ ପାଇଁ ତୁମ୍ଭମାନେେ ଦଣ୍ତିତ ହବେ।
23 Porém, se não fizerdes assim, eis que pecastes contra o Senhor ; e sabei que o vosso pecado vos há de achar.
24 ତୁମ୍ଭମାନେେ ନିଜ ନିଜ ପିଲାମାନଙ୍କ ପାଇଁ ନଗର ଓ ମଷେମାନଙ୍କ ପାଇଁ ମଷେଶାଳା ନିର୍ମାଣ କର, ଆଉ ନିଜ ନିଜ ପ୍ରତିଜ୍ଞା ଅନୁସାରେ କର।
24 Edificai vós cidades para as vossas crianças e currais para as vossas ovelhas; e cumpri o que haveis prometido.
25 ତା'ପରେ ଗାଦ ସନ୍ତାନଗଣ ଓ ରୁବନେ ସନ୍ତାନଗଣ ମାଶାଙ୍କେୁ କହିଲେ, ଆମ୍ଭମାନେେ ତୁମ୍ଭର ଦାସ ଓ ତୁମ୍ଭେ ଆମ୍ଭର ମୂନିବ। ତୁମ୍ଭର ଆଜ୍ଞା ଅନୁସାରେ ଆମ୍ଭମାନେେ କର୍ମ କରିବୁ।
25 Então, os filhos de Gade e os filhos de Rúben falaram a Moisés, dizendo: Como ordena meu senhor, assim farão teus servos.
26 ଆମ୍ଭମାନଙ୍କର ସ୍ତ୍ରୀ, ପାଲାମାନେ ଓ ପଶୁସକଳ ଗିଲିଯଦର ନଗରମାନଙ୍କ ରେ ରହିବେ।
26 Nossas crianças, nossas mulheres, nossos rebanhos e todos os nossos animais estarão aí nas cidades de Gileade,
27 ମାତ୍ର ଆମ୍ଭମାନଙ୍କ ସୈନ୍ଯମାନେ ସଦାପ୍ରଭୁଙ୍କ ଆଗ ରେ ୟର୍ଦ୍ଦନ ନଦୀ ପାର ହାଇେ ୟୁଦ୍ଧ କରିବାକୁ ଯିବେ, ଠିକ୍ ଯେପରି ମୂନିବ କହନ୍ତି।
27 mas os teus servos passarão, cada um armado para a guerra, perante o Senhor , como diz meu senhor.
28 ତହୁଁ ମାଶାେ ସମାନଙ୍କେ ବିଷଯ ରେ ଇଲିଯାସର ଯାଜକକୁ, ନୂନର ପୁତ୍ର ଯିହାଶୂେୟଙ୍କୁ ଓ ଇଶ୍ରାୟେଲ ସନ୍ତାନଗଣର ବଂଶୀଯ ପିତୃଗୃହର ପ୍ରଧାନମାନଙ୍କୁ ଆଜ୍ଞା ଦେଲେ।
28 Então, Moisés deu ordem a respeito deles a Eleazar, o sacerdote, e a Josué, filho de Num, e aos cabeças das casas dos pais das tribos dos filhos de Israel;
29 ପୁଣି ମାଶାେ ସମାନଙ୍କେୁ କହିଲେ, ଯଦି ଗାଦ ଗୋଷ୍ଠୀର ଓ ରୁବନେ ପରିବାରର ସୈନ୍ଯମାନେ ତୁମ୍ଭ ସହିତ ୟୁଦ୍ଧ କରିବା ପାଇଁ ଓ ଦେଶ ଅଧିକାର କରିବାକୁ ସଦାପ୍ରଭୁଙ୍କ ଆଗ ରେ ୟାଆନ୍ତି, ତବେେ ତୁମ୍ଭମାନେେ ଅଧିକାରାର୍ଥେ ସୁତ୍ର ରେ ସମାନଙ୍କେୁ ଗିଲିଯଦ ଦେଶ ଦବୋ ଉଚିତ୍।
29 e disse-lhes: Se os filhos de Gade e os filhos de Rúben passarem convosco o Jordão, armado cada um para a guerra, perante o Senhor , e a terra estiver subjugada diante de vós, então, lhes dareis em possessão a terra de Gileade;
30 ଯଦି ସମାନଙ୍କେର ସୈନ୍ଯମାନେ ତୁମ୍ଭମାନଙ୍କ ସହିତ ନଦୀ ପାର ନହୁଅନ୍ତି, ସମାନେେ ନିଶ୍ଚଯ ତୁମ୍ଭମାନଙ୍କ ସହିତ କିଣାନ ଦେଶ ରେ ଭୂମି ପାଇବେ।
30 porém, se não passarem, armados, convosco, terão possessões entre vós na terra de Canaã.
31 ତହୁଁ ଗାଦ ସନ୍ତାନଗଣ ଓ ରୁବନେ ସନ୍ତାନଗଣ ଉତ୍ତର ଦଇେ କହିଲେ, ସଦାପ୍ରଭୁ ଆପଣା ଦାସମାନଙ୍କୁ ଯାହା ଆଜ୍ଞା ଦଇେଛନ୍ତି ତଦନୁସା ରେ ଆମ୍ଭମାନେେ କର୍ମ କରିବୁ।
31 Responderam os filhos de Gade e os filhos de Rúben, dizendo: O que o Senhor disse a teus servos, isso faremos.
32 ଆମ୍ଭମାନଙ୍କର ସୈନ୍ଯମାନେ ସଦାପ୍ରଭୁଙ୍କ ସମ୍ମୁଖ ରେ ୟର୍ଦ୍ଦନ ପାର ହାଇେ କିଣାନ ଦେଶକୁ ଯିବେ, କିନ୍ତୁ ଆମ୍ଭମାନେେ ୟର୍ଦ୍ଦନର ପୂର୍ବ ପାରିକୁ ଅଧିକାର ରୂପେ ପାଇବୁ।
32 Passaremos, armados, perante o Senhor à terra de Canaã e teremos a possessão de nossa herança deste lado do Jordão.
33 ତେଣୁ ମାଶାେ ଗାଦ ଗୋଷ୍ଠୀଗଣକୁ, ରୁବନେ ଗୋଷ୍ଠୀଗଣକୁ ଓ ଯୋଷଫେର ପୁତ୍ର ମନଃଶି ବଂଶର ଅର୍ଦ୍ଧକେକୁ ଇ ମାରେୀଯମାନଙ୍କ ରାଜା ସୀହାନରେ ରାଜ୍ଯ, ବାଶନର ରାଜା ଓଗର ରାଜ୍ଯ ଅର୍ଥାତ୍ ନିଜ ନିଜ ସୀମା ସହ ନାନା ନଗର ବିଶିଷ୍ଟ ଦେଶ, ଏହିରୂପେ ଚତୁର୍ଦ୍ଦିଗସ୍ଥ ଦେଶର ସମସ୍ତ ନଗର ଦେଲେ।
33 Deu Moisés aos filhos de Gade, e aos filhos de Rúben, e à meia tribo de Manassés, filho de José, o reino de Seom, rei dos amorreus, e o reino de Ogue, rei de Basã: a terra com as cidades e seus distritos, as cidades em toda a extensão do país.
34 ଗାଦର ଲୋକମାନେ ଦୀବୋନ୍, ଅଟାରୋତ୍ ଓ ଅରୋଯରକେୁ ପୁନଃନିର୍ମାଣ କଲେ।
34 Os filhos de Gade edificaram Dibom, Atarote e Aroer;
35 ଅଟରୋତ୍-ଶୋଫନ, ୟା ସରେ ଓ ଜଗବିହ,
35 Atarote-Sofã, Jazer e Jogbeá;
36 ବୈତନିମ୍ରା ଓ ବୈଥାରନ୍ ନାମକ ପ୍ରାଚୀର ବେଷ୍ଟିତ ନଗର ଓ ମଷେଶାଳା ନିର୍ମାଣ କଲେ।
36 Bete-Ninra e Bete-Harã, cidades fortificadas, e currais de ovelhas.
37 ରୁବନେ ଗୋଷ୍ଠୀଗଣ ହିଷ୍ ବୋନ୍, ଇଲିଯାଲୀ ଓ କିରିଯାଥଯିମ୍କୁ।
37 Os filhos de Rúben edificaram Hesbom, Eleale e Quiriataim;
38 ପୁଣି ନାମାନ୍ତର ରେ ନବୋ, ବାଲମିଯୋଲ୍ ଓ ସିବମା, ଏହି ସମସ୍ତ ନଗର ନିର୍ମାଣ କଲେ। ସମାନେେ ଅନ୍ୟ ସହରମାନଙ୍କୁ ସମାନଙ୍କେର ମୂଳ ନାମ ରେ ଡାକିଲେ।
38 Nebo e Baal-Meom, mudando-lhes o nome, e Sibma; e deram outros nomes às cidades que edificaram.
39 ମାଖୀରର ଗୋଷ୍ଠୀ ମନଃଶିର ପୁତ୍ରଗଣ ଗିଲିଯଦ୍କୁ ଆକ୍ରମଣ କଲେ ଓ ଇ ମାରେୀଯମାନଙ୍କୁ ପରାସ୍ତ କଲେ ଓ ସମାନଙ୍କେର ଭୁମି ନଇଗେଲେ।
39 Os filhos de Maquir, filho de Manassés, foram-se para Gileade, e a tomaram, e desapossaram os amorreus que estavam nela.
40 ତହୁଁ ମାଶାେ ମନଃଶିର ପୁତ୍ର ମାଖୀରକୁ ଗିଲିଯଦ ଦେଲେ, ଆଉ ସେ ସଠାେରେ ବାସ କଲେ।
40 Deu, pois, Moisés Gileade a Maquir, filho de Manassés, o qual habitou nela.
41 ପୁଣି ମନଃଶିର ପୁତ୍ର ୟାଯୀର ୟାଇ ସମାନଙ୍କେର ଗ୍ରାମ ସବୁ ହସ୍ତଗତ କରି ସମାନଙ୍କେ ନାମ ହବୋତ୍ ୟାଯୀର ରଖିଲା।
41 Foi Jair, filho de Manassés, e tomou as suas aldeias; e chamou-lhes Havote-Jair.
42 ଆଉ ନୋବହ ୟାଇ କାନାତ୍ ଓ ତାହାର ନଗର ହସ୍ତଗତ କରି ଆପଣା ନାମାନୁସା ରେ ତାହାର ନାମ ନୋବହ ରଖିଲା।
42 Foi Noba e tomou a Quenate com as suas aldeias; e chamou-lhe Noba, segundo o seu nome.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Números 32, comparar traduções ou montar um estudo — tudo direto pelo WhatsApp.