Números 3

Oriya Bible (GL_ORIYA) vs NTLH

Sair da comparação
NTLH Nova Tradução na Linguagem de Hoje 2000
1 ସହେିଦିନ ସୀନଯ ପର୍ବତ ରେ ସଦାପ୍ରଭୁ ମାଶାଙ୍କେ ସଙ୍ଗେ କଥା ହେଲେ, ହାରୋଣ ଓ ମାଶାଙ୍କେର ବଂଶାବଳୀ ଏହି।
1 Eram estes os descendentes de Arão e de Moisés no tempo em que o Senhor falou com Moisés no monte Sinai.
2 ହାରୋଣଙ୍କର ଚାରିପୁତ୍ର ମଧିଅରେ ପ୍ରଥମଜାତ ନାଦବ, ତା'ପରେ ଆବୀହୂ, ଇଲିଯାସର ଓ ଇଥାମର।
2 Os nomes dos filhos de Arão são os seguintes: Nadabe, o mais velho; depois Abiú, Eleazar e Itamar.
3 ଏହା ହେଉଛି ହାରୋଣଙ୍କର ପୁତ୍ରମାନଙ୍କର ନାମ, ଯେଉଁ ମାନେ ଯାଜକରୂପେ ଅଭିଷିକ୍ତ ହାଇେଥିଲେ ଓ
3 Eles foram ungidos e ordenados para servir como sacerdotes.
4 ମାତ୍ର ନାଦବ ଓ ଆବୀହୂ ସୀନଯ ପ୍ରାନ୍ତର ରେ ଅଜଣା ଅଗ୍ନି ସଦାପ୍ରଭୁଙ୍କ ଉତ୍ସର୍ଗ, ଉତ୍ସର୍ଗ କରି ପ୍ରାଣ ତ୍ଯାଗ କଲେ। ସମାନଙ୍କେର ପୁତ୍ର ନଥିଲା; ଏଣୁ ଇଲିଯାସର ଓ ଇଥାମର ଆପଣା ପିତା ହାରୋଣଙ୍କ ଉପସ୍ଥିତି ରେ ଯାଜକକର୍ମ କଲେ।
4 Porém Nadabe e Abiú foram mortos quando, no deserto do Sinai, estavam oferecendo a Deus, o Senhor , fogo que não era sagrado. Eles não tinham filhos, e por isso Eleazar e Itamar serviram como sacerdotes durante a vida de Arão.
5 ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,
5 O Senhor Deus disse a Moisés:
6 ତୁମ୍ଭେ ଲବେୀ ଗୋଷ୍ଠୀର ସମସ୍ତ ଲୋକଙ୍କୁ ଆଣି ହାରୋଣ ସମ୍ମୁଖ ରେ ଉପସ୍ଥିତ କରାଅ, ସମାନେେ ତାହାର ସବୋ କରିବେ।
6 — Mande chamar a tribo de Levi e ponha os seus membros para ajudarem Arão, o sacerdote, no serviço religioso.
7 ସମାନଙ୍କେର ସମାଗମ ତମ୍ବୁ ନିକଟରେ ରକ୍ଷକ ହବେେ। ସମଗ୍ର ଇଶ୍ରାୟେଲ ସମାଜ ପାଇଁ ସମାନେେ ମଧ୍ଯ ପବିତ୍ର ଛାଉଣୀର କାର୍ୟ୍ଯ କରିବେ।
7 Eles farão tudo o que for necessário na Tenda Sagrada e estarão a serviço dos sacerdotes e de todo o povo.
8 ପୁଣି ସମାନେେ ସମାଗମ ତମ୍ବୁର ସବୋକାର୍ୟ୍ଯ କରିବା ସମୟରେ ସମାଗମ ତମ୍ବୁର ସମସ୍ତ ଦ୍ରବ୍ଯର ରକ୍ଷା କରିବେ ଓ ଇଶ୍ରାୟେଲ ଲୋକମାନଙ୍କର ସବୋ କରିବେ।
8 Cuidarão de todos os móveis e objetos da Tenda e cumprirão as suas obrigações para com os israelitas no serviço religioso.
9 ଆଉ ତୁମ୍ଭେ ହାରୋଣ ଓ ତା'ର ପୁତ୍ରଗଣ ହସ୍ତ ରେ ଲବେୀୟମାନଙ୍କୁ ଦବେ। ହାରୋଣ ଓ ତାଙ୍କର ପୁତ୍ରମାନଙ୍କୁ ଉପହାର ରୂପେ ଇଶ୍ରାୟେଲ ଲୋକମାନଙ୍କ ପକ୍ଷରୁ ସମାନଙ୍କେୁ ଦିଆଗଲା।
9 A única responsabilidade dos levitas é servir Arão e os seus descendentes.
10 ପୁଣି ତୁମ୍ଭେ ହାରୋଣ, ତା'ର ପୁତ୍ରଗଣଙ୍କୁ ଯାଜକରୂପେ ନିୟୁକ୍ତି କରିବ। ସମାନେେ ଯାଜକରୂପେ ସବୋ କାର୍ୟ୍ଯ କରିବେ। ଯଦି କୌଣସି ବିଦେଶୀ ପାଖକୁ ଆ ସେ, ତାକୁ ଆଇନ ସଙ୍ଗତ କାର୍ୟ୍ଯ କରିବ।
10 Mas você ordenará a Arão e aos seus descendentes que cuidem somente dos seus serviços como sacerdotes. Qualquer outro homem que tentar fazer esse serviço será condenado à morte.
11 ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,
11 O Senhor Deus disse mais a Moisés:
12 ମୁଁ ତୁମ୍ଭକୁ କହିଥିଲି ଇଶ୍ରାୟେଲର ପ୍ରେତ୍ୟକକ ବଂଶର ପ୍ରଥମ ଜାତ ମାରେ ସବେକ ହବେ। ବର୍ତ୍ତମାନ ଲବେୀୟମାନେ ମାରେ ଅଧିକୃତ, ତେଣୁ ଇଶ୍ରାୟେଲୀୟମାନଙ୍କ ପ୍ରଥମ ଜାତ ପରିବର୍ତେ ଲବେୀୟମାନେ ମାରେ ହବେେ।
12 — ausente —
13 ଯେତବେେଳେ ତୁମ୍ଭମାନେେ ମିଶର ରେ ଥିଲ, ସେତବେେଳେ ମୁଁ ମିଶରୀଯମାନଙ୍କର ପ୍ରଥମଜାତ ସନ୍ତାନଙ୍କୁ ହତ୍ଯା କରିଥିଲି। ଇଶ୍ରାୟେଲ ରେ ସମସ୍ତ ମନୁଷ୍ଯ ଓ ପଶୁର ପ୍ରଥମଜାତକୁ ମାେ ପାଇଁ ପବିତ୍ର କଲି। ସମାନେେ ସମସ୍ତେ ମାରେ ଅଧିକୃତ। ମୁଁ ସଦାପ୍ରଭୁ ଅଟେ।
13 — ausente —
14 ଅନନ୍ତର ସଦାପ୍ରଭୁ ସୀନଯ ମରୁଭୂମିରେ ମାଶାଙ୍କେୁ ପୁଣି କହିଲେ,
14 No deserto do Sinai o Senhor Deus mandou que Moisés
15 ଲବେୀୟମାନଙ୍କୁ ସମାନଙ୍କେର ପିତୃଗୃହ ଓ ପରିବାରବର୍ଗ ଅନୁସାରେ ଗଣନା କର। ତୁମ୍ଭେ ସମସ୍ତ ପୁରୁଷ ଓ ଏକ ମାସରୁ ଅଧିକ ବଯସ୍କ ବାଳକମାନଙ୍କୁ ଗଣନା କରିବା ଉଚିତ୍।
15 registrasse os levitas por grupos de famílias e por famílias, todos os do sexo masculino da idade de um mês para cima.
16 ତେଣୁ ମାଶାେ ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ସମସ୍ତଙ୍କୁ ଗଣନା କଲେ।
16 E Moisés os contou como o Senhor havia mandado.
17 ଲବେୀର ତିନିପୁତ୍ର ଥିଲେ ଓ ସମାନଙ୍କେର ନାମ ହେଲା ଗେର୍ଶୋନ,କାହାତ୍ ଓ ମରାରି।
17 Levi tinha três filhos: Gérson, Coate e Merari, que foram os antepassados dos grupos de famílias que têm os nomes deles. Gérson tinha dois filhos: Libni e Simei. Coate tinha quatro filhos: Anrão, Isar, Hebrom e Uziel. E Merari tinha dois filhos: Mali e Musi. Eles são os antepassados das famílias levitas que têm os nomes deles.
18 ଗେର୍ଶୋନ ପରିବାରବର୍ଗର ନାମ ଲାବନି ଓ ଶିମିଯି।
18 — ausente —
19 ପୁଣି ଆପଣା ବଂଶ ଅନୁସାରେ କାହାତର ପରିବାରବର୍ଗର ନାମ ଅମ୍ରମ, ୟିଷହର, ହିବ୍ରୋଣ ଓ ଉଷୀଯଲେ।
19 — ausente —
20 ପୁଣି ଆପଣା ବଂଶ ଅନୁସାରେ ମରାରିର ପରିବାରବର୍ଗର ନାମ ମହଲି ଓ ମୂଶି।
20 — ausente —
21 ଗେର୍ଶୋନଠାରୁ ଲିବନି ବଂଶ ଓ ଶିମିଯିର ବଂଶ ଉତ୍ପନ୍ନ ହେଲେ, ଏମାନେ ଗେର୍ଶୋନୀଯ ବଂଶ।
21 O grupo de famílias de Gérson era formado pelas famílias de Libni e de Simei.
22 ଏମାନଙ୍କ ମଧିଅରେ ଓ ଏକମାସରୁ ଅଧିକ ବଯସ୍କ ବାଳକ ଗଣନା ଅନୁସାରେ 7,500 ହେଲେ।
22 O número total das pessoas do sexo masculino, contadas uma por uma, da idade de um mês para cima, foi de sete mil e quinhentas.
23 ଗେର୍ଶୋନୀଯ ପରିବାରବର୍ଗ ପଶ୍ଚିମ ଦିଗ ରେ ପବିତ୍ର ତମ୍ବୁର ପଶ୍ଚାତ ଭାଗ ରେ ଛାଉଣୀ ସ୍ଥାପନ କରିବେ।
23 Esse grupo acampava atrás da Tenda , no lado oeste.
24 ପୁଣି ଲାଯଲରେ ପୁତ୍ର ଇଲୀଯାସଫ ଗେର୍ଶୋନୀଯ ପରିବାରବର୍ଗର ଅଧିପତି ଥିଲା।
24 Eliasafe, filho de Lael, era o chefe desse grupo de famílias.
25 ସମାଗମ ତମ୍ବୁ ରେ ଗେର୍ଶୋନର ପରିବାରର କର୍ତ୍ତବ୍ଯ ଥିଲା, ପବିତ୍ର ତମ୍ବୁର ଛାତ ଏବଂ ସମାଗମ ତମ୍ବୁର ଫାଟକର ଆଛାଦନ କନାର ଯତ୍ନ ନବୋ।
25 Os gersonitas cuidavam da Tenda, da sua cobertura de dentro, da cobertura de fora, das cortinas da entrada,
26 ସମାନେେ ପବିତ୍ର ତମ୍ବୁର ପ୍ରାଙ୍ଗଣ ରେ ଓ ବଦେୀ ରେ ଥିବା ପରଦାର, ପ୍ରାଙ୍ଗଣର ପ୍ରବେଶ ଫାଟକର ଏବଂ ସମସ୍ତ ରଜ୍ଜୁର ଯତ୍ନ ନେଲେ।
26 das cortinas do pátio que fica ao redor da Tenda e do altar e das cortinas da porta do pátio e das suas cordas.
27 ପୁଣି କହାତ୍ଠାରୁ ଅମ୍ରମୀଯ ବଂଶ ୟିଷ୍ହରୀଯ ବଂଶ, ଦିବ୍ରୋଣୀଯ ବଂଶ ଓ ଉଷୀଯଲେୀଯ ବଂଶ ଉତ୍ପନ୍ନ ହେଲେ। ଏମାନେ କହାତୀଯ ବଂଶ ହେଲେ।
27 O grupo de famílias de Coate era formado pelas famílias de Anrão, Isar, Hebrom e Uziel.
28 ଏକ ମାସରୁ ଅଧିକ ବଯସ୍କ ପୁରୁଷମାନଙ୍କର ସଂଖ୍ଯା କହାତୀଯ ପରିବାରବର୍ଗର 8,300 ଓ ସମାନେେ ପବିତ୍ର ସ୍ଥାନର ରକ୍ଷକ ରୂପେ ନିୟୁକ୍ତ ହେଲେ।
28 O número total das pessoas do sexo masculino, da idade de um mês para cima, foi de oito mil e seiscentas; e essas pessoas tinham de cuidar da Tenda.
29 କହାତୀଯ ସନ୍ତାନମାନଙ୍କ ବଂଶ ଦକ୍ଷିଣ ଦିଗ ରେ ପବିତ୍ର ତମ୍ବୁ ନିକଟରେ ଛାଉଣୀ ସ୍ଥାପନ କରିବେ।
29 Esse grupo de famílias, isto é, os coatitas, acampava no lado sul da Tenda.
30 ଇଲୀପାପନ୍ ଉଷୀଯଲରେ ପୁତ୍ର କହାତୀଯ ପରିବାରବର୍ଗର ଅଧିପତି ହବେ।
30 O chefe desse grupo era Elisafã, filho de Uziel.
31 ପବିତ୍ର ସିନ୍ଦୂକ, ମଜେ,ଦୀପରୁଖା, ୟଜ୍ଞବଦେୀ, ପବିତ୍ରସ୍ଥାନର ସବୋ ସମ୍ବନ୍ଧୀଯ ସକଳପାତ୍ର, ଏବଂ ପରଦା ସମାନଙ୍କେର ଦାଯ୍ବିତ୍ବ ରେ ରହିବ।
31 Eles cuidavam da arca da aliança , da mesa, do candelabro , dos altares, dos utensílios do Lugar Santo e da cortina da entrada do Lugar Santíssimo . Eles cuidavam de todos esses serviços.
32 ଯାଜକ ହାରୋଣର ପୁତ୍ର ଇଲିଯାସର ସମସ୍ତଙ୍କ ମଧିଅରେ ପ୍ରଧାନ ଲବେୀୟମାନଙ୍କର ଅଧିପତି। ସେ ଯେଉଁମାନେ ପବିତ୍ର ବିଷଯର କାର୍ୟ୍ଯ କରନ୍ତି ସମାନଙ୍କେର ତତ୍ତ୍ବାବଧାନ କରିବ।
32 O líder dos chefes dos levitas era Eleazar, filho do sacerdote Arão. Ele era o chefe dos que faziam o serviço religioso no Lugar Santo.
33 ମହଲୀଯ ପରିବାରବର୍ଗ ଏବଂ ମୂଶୀଯ ପରିବାରବର୍ଗ ମରାରୀଯଠାରୁ ଉତ୍ପନ୍ନ ହେଲେ। ଏମାନେ ମରାରୀଯ ପରିବାର ଅନ୍ତଭୁର୍କ୍ତ।
33 O grupo de famílias de Merari era formado pelas famílias de Mali e Musi.
34 ପୁଣି ଏମାନଙ୍କ ମଧିଅରେ ଏକ ମାସରୁ ଅଧିକ ବଯସ୍କ ପୁରୁଷମାନଙ୍କ ଗଣନା ଅନୁସାରେ 6,200 ଲୋକ ହେଲେ।
34 O número total das pessoas do sexo masculino, da idade de um mês para cima, foi de seis mil e duzentas.
35 ଆଉ ଅବୀହଯଲର ପୁତ୍ର ସୂରୀଯଲେ ମରାରି ପରିବାରବର୍ଗର ଅଧିପତି। ସମାନେେ ଉତ୍ତର ଦିଗ ରେ ଆବାସ ନିକଟରେ ଛାଉଣୀ ସ୍ଥାପନ କରିବେ।
35 O chefe do grupo de famílias de Merari era Zuriel, filho de Abiail. Os meraritas acampavam no lado norte da Tenda
36 ମରାରି ପରିବାରର ସଭ୍ଯମାନେ କାଠପଟାଗୁଡିକ, ଅର୍ଗଳଗୁଡିକ, ସ୍ତମ୍ଭସମସ୍ତ, ଭିତ୍ତିସମସ୍ତ ଏବଂ ଅନ୍ୟସମସ୍ତ ସାମଗ୍ରୀ ଏବଂ ଏହି ସମ୍ବନ୍ଧୀଯ କାର୍ୟ୍ଯର ଦାଯିତ୍ବ ବହନ କରିବେ।
36 e cuidavam das tábuas da Tenda, das vigas, das colunas, das bases e de todos os seus utensílios.
37 ସମାନେେ ମଧ୍ଯ ସ୍ତମ୍ଭ, ଭିତ୍ତିମୂଳ, ଖିଲ ଏବଂ ରଜ୍ଜୁ ଯାହା ପ୍ରାଙ୍ଗଣ ରେ ବ୍ଯବହାର ହୁଏ ଏହି ସମସ୍ତର ଦାଯିତ୍ବ ନବେେ।
37 Cuidavam também das colunas que ficavam no pátio ao redor da Tenda e das suas bases, estacas e cordas.
38 ମାଶାେ, ହାରୋଣ ଓ ତାହାର ପୁତ୍ରଗଣ ଆବାସର ତମ୍ବୁସବୁ ପବିତ୍ର ତମ୍ବୁର ପୂର୍ବଦିଗ ସମ୍ମୁଖ ରେ ଛାଉଣୀ ସ୍ଥାପନ କରିବେ। ସମାନେେ ଇଶ୍ରାୟେଲର ଲୋକମାନଙ୍କ ନିମନ୍ତେ ପବିତ୍ରସ୍ଥାନର ରକ୍ଷା କରିବେ। ଯଦି କୌଣସି ବିଦେଶୀ ଏହା ପାଖକୁ ୟାଏ, ତାକୁ ମୁତ୍ଯୁଦଣ୍ତ ଦିଆୟିବ।
38 Moisés, Arão e os filhos de Arão acampavam em frente da Tenda, no lado leste. Eles cuidavam dos serviços religiosos no Lugar Santo para o povo de Israel. Porém, se qualquer outro homem tentasse fazer esse serviço, devia ser condenado à morte.
39 ମାଶାେ ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞା ରେ ଲବେୀୟମାନଙ୍କୁ ଗଣନା କଲେ। ଲବେୀୟମାନଙ୍କ ବଂଶ ଅନୁସାରେ ଏକ ମାସରୁ ଅଧିକ ବଯସ୍କ ସମସ୍ତ ପୁରୁଷମାନଙ୍କ ସଂଖ୍ଯା 2,200 ହେଲେ।
39 Como o Senhor havia ordenado, Moisés e Arão fizeram uma lista de todos os levitas do sexo masculino, da idade de um mês para cima, conforme os grupos de famílias; o total foi de vinte e dois mil.
40 ସଦାପ୍ରଭୁ ମାଶାଙ୍କେୁ କହିଲେ, ତୁମ୍ଭେ ଇଶ୍ରାୟେଲର ପ୍ରଥମଜାତ ପୁରୁଷ ଲୋକମାନଙ୍କର ଏକ ମାସର ଅଧିକ ବଯସ୍କ ସମସ୍ତ ଗଣନା କର ଓ ସମାନଙ୍କେର ନାମ ତାଲିକା କର।
40 O Senhor Deus disse a Moisés: — Registre todos os primeiros filhos israelitas do sexo masculino, de um mês para cima, pois todos eles são meus.
41 ମୁଁ ସଦାପ୍ରଭୁ, ମୁଁ ଇଶ୍ରାୟେଲ ଲୋକମାନଙ୍କର ସମସ୍ତ ପ୍ରଥମଜାତ ଲୋକ ବଦଳ ରେ ଲବେୀୟମାନଙ୍କୁ ଗ୍ରହଣ କରିବୁ। ପୁଣି ଇଶ୍ରାୟେଲ ଲୋକମାନଙ୍କର ସମସ୍ତ ପ୍ରଥମଜାତ ପଶୁ ବଦଳ ରେ ଲବେୀୟମାନଙ୍କର ପଶୁ ଗ୍ରହଣ କରିବି।
41 Porém no lugar deles eu ponho todos os levitas para serem meus. Eu sou Deus, o Senhor . Ponha também os animais dos levitas no lugar de todas as primeiras crias dos animais dos outros israelitas.
42 ସଦାପ୍ରଭୁଙ୍କ ଆଜ୍ଞାନୁସା ରେ ମାଶାେ ଇଶ୍ରାୟେଲର ଲୋକ ମଧିଅରେ ସମସ୍ତ ପ୍ରଥମଜାତ ଲୋକର ଗଣନା କଲେ।
42 Como o Senhor havia ordenado, Moisés registrou todos os primeiros filhos dos israelitas.
43 ପୁଣି ଏକ ମାସରୁ ଅଧିକ ବଯସ୍କ ସମସ୍ତ ପ୍ରଥମଜାତ ପୁରୁଷର ନାମ ସଂଖ୍ଯା ନୁସା ରେ ସମାନଙ୍କେର ସଂଖ୍ଯା 22,273 ହେଲା।
43 O total dos que foram contados, de um mês para cima, foi de vinte e dois mil duzentos e setenta e três.
44 ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,
44 Depois o Senhor Deus disse a Moisés:
45 ତୁମ୍ଭେ ସମସ୍ତ ଲବେୀୟ ଏବଂ ତାଙ୍କର ସମସ୍ତ ପଶୁ ଇଶ୍ରାୟେଲର ପ୍ରଥମଜାତ ଏବଂ ଇଶ୍ରାୟେଲର ପଶୁମାନଙ୍କ ପ୍ରଥମ ଜାତ ବଦଳ ରେ ଗ୍ରହଣ କର। ଆଉ ଲବେୀୟମାନେ ମାରେ ହବେେ, ମୁଁ ସଦାପ୍ରଭୁ ଅଟେ।
45 — Ponha os levitas no lugar de todos os primeiros filhos dos outros israelitas e os animais dos levitas, no lugar dos animais dos outros israelitas. Os levitas serão meus. Eu sou Deus, o Senhor .
46 ଇଶ୍ରାୟେଲ ରେ ଲବେୀୟମାନଙ୍କଠାରୁ 273 ଅଧିକ ପ୍ରଥମ ଜାତ ପୁରୁଷ ଅଛନ୍ତି, ଏହି ଅଧିକ ପ୍ରଥମଜାତ ପୁରୁଷଗଣ ନିଶ୍ଚଯ ମୁକୁଳା ଯିବେ।
46 Como os primeiros filhos dos israelitas são duzentos e setenta e três a mais do que os levitas, você deve pagar por eles. Você pagará cinco barras de prata por pessoa e entregará esse dinheiro a Arão e aos seus filhos (De acordo com a tabela oficial, a barra de prata, o siclo, vale vinte geras.).
47 ପବିତ୍ରସ୍ଥାନର ଶକେଲ ଅନୁସାରେ ତୁମ୍ଭେ ମୁଣ୍ତ ପିଛା ପାଞ୍ଚ ଶକେଲ ନବେ। କୋଡିଏ ଗରୋ ରେ ଏକ ଶକେଲ।
47 — ausente —
48 ସହେି 273 ଅଧିକ ପ୍ରଥମଜାତ ପୁରୁଷଙ୍କର ମୁକୁଳାଇବା ନିମନ୍ତେ ହାରୋଣ ଓ ତାଙ୍କର ପୁତ୍ରଗଣଙ୍କୁ ମୂଲ୍ଯ ଦିଅ।'
48 — ausente —
49 ତେଣୁ ମାଶାେ ସହେି ପ୍ରଥମଜାତ ପୁରୁଷମାନଙ୍କୁ ମୁକୁଳାଇବା ନିମନ୍ତେ ମୁଦ୍ରା ଏକତ୍ର କଲେ।
49 Então Moisés pegou o dinheiro,
50 ଇଶ୍ରାୟେଲର ପୁତ୍ରଗଣ ପ୍ରଥମଜାତ ଲୋକମାନଙ୍କଠାରୁ ସେ ସହେି ମୂଲ୍ଯ ନେଲେ; ସେ ପବିତ୍ରସ୍ଥାନର ଶକେଲ ଅନୁସାରେ 1,365 ଶକେଲ ନେଲେ।
50 isto é, quinze quilos e meio de prata,
51 ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ମାଶାେ ସହେି ମୁକ୍ତି ମୁଲ୍ଯ ହାରୋଣ ଓ ତାଙ୍କର ପୁତ୍ରମାନଙ୍କୁ ଦେଲେ।
51 e entregou a Arão e aos seus filhos, conforme o Senhor havia mandado.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Números 3, comparar traduções ou montar um estudo — tudo direto pelo WhatsApp.