Números 7

Oriya Bible (GL_ORIYA) vs NAA

Sair da comparação
NAA Nova Almeida Atualizada 2017
1 ଅନନ୍ତର ଯେଉଁ ଦିନ ମାଶାେ ପବିତ୍ର ତମ୍ବୁର କାର୍ୟ୍ଯ ଶଷେ କଲେ, ସେ ତୈଳ ଦଇେ ଏହାକୁ ଅଭିଷିକ୍ତ କଲେ ଏବଂ ୟଜ୍ଞବଦେୀ ଏବଂ ତାହାର ସମସ୍ତ ପାତ୍ର ଏବଂ ୟଜ୍ଞବଦେୀ ଏବଂ ତାହାର ସମସ୍ତ ପାତ୍ର ପବିତ୍ର କଲେ।
1 No dia em que Moisés acabou de levantar o tabernáculo, ele o ungiu e o consagrou juntamente com todos os seus utensílios, bem como o altar e todos os seus pertences.
2 ସହେିଦିନ ଇଶ୍ରାୟେଲ ଅଧିପତିଗଣ ସଦାପ୍ରଭୁଙ୍କୁ ସମାନଙ୍କେ ପରିବାରବର୍ଗର ପ୍ରଧାନଗଣ ନବୈେଦ୍ଯ ଦାନ କଲେ; ଏମାନେ ବଂଶ ସମୂହର ଅଧିପତି ଥିଲେ। ପରିବାରବର୍ଗର ଯେଉଁମାନେ ଲୋକମାନଙ୍କର ଗଣନା କରିବାର ଦାଯିତ୍ବ ରେ ଥିଲେ।
2 Então os chefes de Israel, os cabeças da casa de seus pais, os que foram chefes das tribos, que haviam presidido o censo, ofereceram
3 ସମାନେେ ପବିତ୍ର ତମ୍ବୁ ନିମନ୍ତେ ଛଅ ଗୋଟି ଆଚ୍ଛାଦିତ ଶଗଡ ଓ ବାରଟି ଗାଈ ଆଣିଲେ। ପ୍ରେତ୍ୟକକ ନତେୃବର୍ଗ ଗୋଟିଏ ଗାଈ ଆଣିଲେ ଏବଂ ଦୁଇଜଣ ନତେୃବର୍ଗ ଏକାଠି ହେଲେ ଏବଂ ଗୋଟିଏ ଶଗଡ ଆଣିଲେ।
3 e trouxeram a sua oferta diante do Senhor : seis carros cobertos e doze bois. Cada dois chefes ofereceram um carro, e cada um deles, um boi; e os apresentaram diante do tabernáculo.
4 ତହୁଁ ସଦାପ୍ରଭୁ ମାଶାଙ୍କେୁ କହିଲେ,
4 O Senhor disse a Moisés:
5 ସମାନେେ ଯାହା ଆଣିଛନ୍ତି ଗ୍ରହଣ କର, ସମାଗମ ତମ୍ବୁର ସବୋ ନିମନ୍ତେ ଅଛନ୍ତି। ଏହା ଲବେୀୟମାନଙ୍କୁ ଦିଅ ସମାନଙ୍କେର କାର୍ୟ୍ଯ ଅନୁସାରେ।
5 — Receba as ofertas deles, e serão destinadas ao serviço da tenda do encontro. E entregue essas ofertas aos levitas, a cada um segundo o seu serviço.
6 ତେଣୁ ମାଶାେ ସହେି ଶଗଡ ଗୋରୁ ନଇେ ଲବେୀୟମାନଙ୍କୁ ଦେଲେ।
6 Moisés recebeu os carros e os bois e os deu aos levitas.
7 ଗେର୍ଶୋନୀଯ ସନ୍ତାନଗଣକୁ ସମାନଙ୍କେ ସବୋ ଅନୁସାରେ ସେ ଦୁଇ ଶଗଡ ଓ ଚାରି ଗୋରୁ ଦେଲେ।
7 Dois carros e quatro bois deu aos filhos de Gérson, segundo o seu serviço.
8 ହାରୋଣ ଯାଜକର ପୁତ୍ର ସମାନଙ୍କେର କାର୍ୟ୍ଯ ଅନୁସାରେ, ମରାରି ସନ୍ତାନଗଣକୁ ସମାନଙ୍କେ ସବୋ ଅନୁସାରେ ସେ ଚାରି ଶଗଡ ଓ ଆଠଟି ଗାଈ ଦେଲେ।
8 Quatro carros e oito bois deu aos filhos de Merari, segundo o seu serviço, sob a direção de Itamar, filho de Arão, o sacerdote.
9 ମାତ୍ର ସେ କହାତ ସନ୍ତାନଗଣଙ୍କୁ କିଛି ଦେଲେ ନାହିଁ, କାରଣ ସମାନଙ୍କେର ପବିତ୍ର କାର୍ୟ୍ଯ ଥିଲା କାନ୍ଧ ରେ ଜିନିଷ ବହନ କରିବା।
9 Mas aos filhos de Coate não deu nada, porque a cargo deles estava o santuário, que deviam levar nos ombros.
10 ଅଧିପତି ଗଣ ମଧ୍ଯ ଦାନ କଲେ, ଯେତବେେଳେ ମାଶାେ ୟଜ୍ଞବଦେୀ ଉତ୍ସର୍ଗ କଲେ ଅର୍ଥାତ୍ ସହେି ଅଧିପତିଗଣ ବଦେି ସମ୍ମୁଖ ରେ ଆପଣା ଆପଣା ଉପହାର ଉତ୍ସର୍ଗ କଲେ।
10 Os chefes trouxeram as ofertas para a consagração do altar, no dia em que foi ungido; sim, apresentaram a sua oferta diante do altar.
11 ପୁଣି ସଦାପ୍ରଭୁ ମାଶାଙ୍କେୁ କହିଲେ, ପ୍ରେତ୍ୟକକ ଅଧିପତି ଆପଣା ଆପଣା ଦିନ ରେ ବଦେିର ପ୍ରତିଷ୍ଠା ନିମନ୍ତେ ଉପହାର ଉତ୍ସର୍ଗ କରିବେ।
11 O Senhor disse a Moisés: — Cada chefe apresentará, no seu dia, a sua oferta para a dedicação do altar.
12 ପ୍ରଥମ ଦିନରେ ଯିହୁଦା ପରିବାରବର୍ଗର ଅଧିପତି ଅମ୍ମୀନାଦବର ପୁତ୍ର ନହଶୋନ ତାଙ୍କର ଉପହାର ଉତ୍ସର୍ଗ କଲା।
12 No primeiro dia, quem apresentou a sua oferta foi Naassom, filho de Aminadabe, pela tribo de Judá.
13 ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।
13 A oferta dele foi um prato de prata, pesando um quilo quinhentos e sessenta gramas, uma bacia de prata, pesando oitocentos e quarenta gramas, segundo o peso padrão do santuário; ambos cheios da melhor farinha, amassada com azeite, para oferta de cereais;
14 ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।
14 um recipiente de cento e vinte gramas de ouro, cheio de incenso;
15 ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।
15 um novilho, um carneiro, um cordeiro de um ano, para holocausto;
16 ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।
16 um bode, para oferta pelo pecado;
17 ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।
17 e, para sacrifício pacífico, dois bois, cinco carneiros, cinco bodes, cinco cordeiros de um ano; esta foi a oferta de Naassom, filho de Aminadabe.
18 ଦ୍ୱିତୀୟ ଦିନ ଇଷାଖରର ଅଧିପତି ସୂୟାରର ପୁତ୍ର ନଥନେଲ ଆପଣା ଉପହାର ଉତ୍ସର୍ଗ କଲା।
18 No segundo dia, quem apresentou a sua oferta foi Natanael, filho de Zuar, chefe de Issacar.
19 ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।
19 Como sua oferta apresentou um prato de prata, pesando um quilo quinhentos e sessenta gramas, uma bacia de prata, pesando oitocentos e quarenta gramas, segundo o peso padrão do santuário; ambos cheios da melhor farinha, amassada com azeite, para oferta de cereais;
20 ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।
20 um recipiente de cento e vinte gramas de ouro, cheio de incenso;
21 ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।
21 um novilho, um carneiro, um cordeiro de um ano, para holocausto;
22 ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।
22 um bode, para oferta pelo pecado;
23 ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।
23 e, para sacrifício pacífico, dois bois, cinco carneiros, cinco bodes, cinco cordeiros de um ano; esta foi a oferta de Natanael, filho de Zuar.
24 ତୃତୀୟ ଦିନ ସବୂଲୂନ ସନ୍ତାନଗଣର ଅଧିପତି ହେଲୋନର ପୁତ୍ର ଇଲୀୟାବ ଆପଣା ଉପହାର ଆଣିଲା।
24 No terceiro dia, foi Eliabe, filho de Helom, chefe dos filhos de Zebulom.
25 ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।
25 A oferta dele foi um prato de prata, pesando um quilo quinhentos e sessenta gramas, uma bacia de prata, pesando oitocentos e quarenta gramas, segundo o peso padrão do santuário; ambos cheios da melhor farinha, amassada com azeite, para oferta de cereais;
26 ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।
26 um recipiente de cento e vinte gramas de ouro, cheio de incenso;
27 ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।
27 um novilho, um carneiro, um cordeiro de um ano, para holocausto;
28 ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।
28 um bode, para oferta pelo pecado;
29 ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।
29 e, para sacrifício pacífico, dois bois, cinco carneiros, cinco bodes, cinco cordeiros de um ano; esta foi a oferta de Eliabe, filho de Helom.
30 ଚତୁର୍ଥ ଦିନ ରୁବେନ୍ ସନ୍ତାନଗଣର ଅଧିପତି ଶଦେୟରର ପୁତ୍ର ଇଲୀଷୂର ଆପଣା ଉପହାର ଉତ୍ସର୍ଗ କଲା।
30 No quarto dia, foi Elizur, filho de Sedeur, chefe dos filhos de Rúben.
31 ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।
31 A oferta dele foi um prato de prata, pesando um quilo quinhentos e sessenta gramas, uma bacia de prata, pesando oitocentos e quarenta gramas, segundo o peso padrão do santuário; ambos cheios da melhor farinha, amassada com azeite, para oferta de cereais;
32 ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।
32 um recipiente de cento e vinte gramas de ouro, cheio de incenso;
33 ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।
33 um novilho, um carneiro, um cordeiro de um ano, para holocausto;
34 ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।
34 um bode, para oferta pelo pecado;
35 ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।
35 e, para sacrifício pacífico, dois bois, cinco carneiros, cinco bodes, cinco cordeiros de um ano; esta foi a oferta de Elizur, filho de Sedeur.
36 ପଞ୍ଚମ ଦିନ ଶିମିୟୋନ ସନ୍ତାନଗଣର ଅଧିପତି ସୂରୀଶଦ୍ଦୟର ପୁତ୍ର ସଲୁମୀୟେଲ ତାହାର ଉପହାର ଦେଲେ।
36 No quinto dia, foi Selumiel, filho de Zurisadai, chefe dos filhos de Simeão.
37 ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।
37 A oferta dele foi um prato de prata, pesando um quilo quinhentos e sessenta gramas, uma bacia de prata, pesando oitocentos e quarenta gramas, segundo o peso padrão do santuário; ambos cheios da melhor farinha, amassada com azeite, para oferta de cereais;
38 ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।
38 um recipiente de cento e vinte gramas de ouro, cheio de incenso;
39 ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।
39 um novilho, um carneiro, um cordeiro de um ano, para holocausto;
40 ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।
40 um bode, para oferta pelo pecado;
41 ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।
41 e, para sacrifício pacífico, dois bois, cinco carneiros, cinco bodes, cinco cordeiros de um ano; esta foi a oferta de Selumiel, filho de Zurisadai.
42 ଷଷ୍ଠ ଦିନ ଗାଦ୍ ସନ୍ତାନଗଣର ଅଧିପତି ଦ୍ୟୂୟେଲର ପୁତ୍ର ଇଲୀୟାସଫ ନିଜ ଉପହାର ଉତ୍ସର୍ଗ କଲା।
42 No sexto dia, foi Eliasafe, filho de Deuel, chefe dos filhos de Gade.
43 ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।
43 A oferta dele foi um prato de prata, pesando um quilo quinhentos e sessenta gramas, uma bacia de prata, pesando oitocentos e quarenta gramas, segundo o peso padrão do santuário; ambos cheios da melhor farinha, amassada com azeite, para oferta de cereais;
44 ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।
44 um recipiente de cento e vinte gramas de ouro, cheio de incenso;
45 ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।
45 um novilho, um carneiro, um cordeiro de um ano, para holocausto;
46 ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।
46 um bode, para oferta pelo pecado;
47 ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।
47 e, para sacrifício pacífico, dois bois, cinco carneiros, cinco bodes, cinco cordeiros de um ano; esta foi a oferta de Eliasafe, filho de Deuel.
48 ସପ୍ତମ ଦିନ ଇଫ୍ରୟିମ ଲୋକଗଣର ଅଧିପତି ଅମ୍ମୀହୁଦର ପୁତ୍ର ଇଲୀଶାମା ଆପଣା ଉପହାର ଆଣିଲା।
48 No sétimo dia, foi Elisama, filho de Amiúde, chefe dos filhos de Efraim.
49 ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।
49 A oferta dele foi um prato de prata, pesando um quilo quinhentos e sessenta gramas, uma bacia de prata, pesando oitocentos e quarenta gramas, segundo o peso padrão do santuário; ambos cheios da melhor farinha, amassada com azeite, para oferta de cereais;
50 ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।
50 um recipiente de cento e vinte gramas de ouro, cheio de incenso;
51 ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।
51 um novilho, um carneiro, um cordeiro de um ano, para holocausto;
52 ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।
52 um bode, para oferta pelo pecado;
53 ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।
53 e, para sacrifício pacífico, dois bois, cinco carneiros, cinco bodes, cinco cordeiros de um ano; esta foi a oferta de Elisama, filho de Amiúde.
54 ଅଷ୍ଠମ ଦିନରେ ଗମଲିୟେଲ ପଦାହସୂରର ପୁତ୍ର, ତାହାର ଉପହାର ଆଣିଲା।
54 No oitavo dia, foi Gamaliel, filho de Pedazur, chefe dos filhos de Manassés.
55 ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।
55 A oferta dele foi um prato de prata, pesando um quilo quinhentos e sessenta gramas, uma bacia de prata, pesando oitocentos e quarenta gramas, segundo o peso padrão do santuário; ambos cheios da melhor farinha, amassada com azeite, para oferta de cereais;
56 ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।
56 um recipiente de cento e vinte gramas de ouro, cheio de incenso;
57 ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।
57 um novilho, um carneiro, um cordeiro de um ano, para holocausto;
58 ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।
58 um bode, para oferta pelo pecado;
59 ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।
59 e, para sacrifício pacífico, dois bois, cinco carneiros, cinco bodes, cinco cordeiros de um ano; esta foi a oferta de Gamaliel, filho de Pedazur.
60 ନବମ ଦିନ ବିନ୍ୟାମୀନ ସନ୍ତାନଗଣର ଅଧିପତି ଗିଦିୟୋନର ପୁତ୍ର ଅବୀଦାନ ଉପହାର ଆଣିଲା।
60 No nono dia, foi Abidã, filho de Gideoni, chefe dos filhos de Benjamim.
61 ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।
61 A oferta dele foi um prato de prata, pesando um quilo quinhentos e sessenta gramas, uma bacia de prata, pesando oitocentos e quarenta gramas, segundo o peso padrão do santuário; ambos cheios da melhor farinha, amassada com azeite, para oferta de cereais;
62 ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।
62 um recipiente de cento e vinte gramas de ouro, cheio de incenso;
63 ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।
63 um novilho, um carneiro, um cordeiro de um ano, para holocausto;
64 ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।
64 um bode, para oferta pelo pecado;
65 ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।
65 e, para sacrifício pacífico, dois bois, cinco carneiros, cinco bodes, cinco cordeiros de um ano; esta foi a oferta de Abidã, filho de Gideoni.
66 ଦଶମ ଦିନ ଦାନ ସନ୍ତାନଗଣର ଅଧିପତି ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ଆପଣା ଉପହାର ଆଣିଲା।
66 No décimo dia, foi Aiezer, filho de Amisadai, chefe dos filhos de Dã.
67 ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।
67 A oferta dele foi um prato de prata, pesando um quilo quinhentos e sessenta gramas, uma bacia de prata, pesando oitocentos e quarenta gramas, segundo o peso padrão do santuário; ambos cheios da melhor farinha, amassada com azeite, para oferta de cereais;
68 ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।
68 um recipiente de cento e vinte gramas de ouro, cheio de incenso;
69 ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।
69 um novilho, um carneiro, um cordeiro de um ano, para holocausto;
70 ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।
70 um bode, para oferta pelo pecado;
71 ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।
71 e, para sacrifício pacífico, dois bois, cinco carneiros, cinco bodes, cinco cordeiros de um ano; esta foi a oferta de Aiezer, filho de Amisadai.
72 ଏକାଦଶ ଦିନ ଆଶେର ସନ୍ତାନଗଣର ଅଧିପତି ଅକ୍ରଣର ପୁତ୍ର ପଗୀୟେଲ ନିଜ ଉପହାର ଉତ୍ସର୍ଗ କଲା।
72 No décimo primeiro dia, foi Pagiel, filho de Ocrã, chefe dos filhos de Aser.
73 ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।
73 A oferta dele foi um prato de prata, pesando um quilo quinhentos e sessenta gramas, uma bacia de prata, pesando oitocentos e quarenta gramas, segundo o peso padrão do santuário; ambos cheios da melhor farinha, amassada com azeite, para oferta de cereais;
74 ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।
74 um recipiente de cento e vinte gramas de ouro, cheio de incenso;
75 ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।
75 um novilho, um carneiro, um cordeiro de um ano, para holocausto;
76 ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।
76 um bode, para oferta pelo pecado;
77 ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।
77 e, para sacrifício pacífico, dois bois, cinco carneiros, cinco bodes, cinco cordeiros de um ano; esta foi a oferta de Pagiel, filho de Ocrã.
78 ଦ୍ୱାଦଶ ଦିନ ନପ୍ତାଲି ସନ୍ତାନଗଣର ଅଧିପତି ଐନନର ପୁତ୍ର ଅହୀର ନିଜ ଉପହାର ଆଣିଲା।
78 No décimo segundo dia, foi Aira, filho de Enã, chefe dos filhos de Naftali.
79 ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।
79 A oferta dele foi um prato de prata, pesando um quilo quinhentos e sessenta gramas, uma bacia de prata, pesando oitocentos e quarenta gramas, segundo o peso padrão do santuário; ambos cheios da melhor farinha, amassada com azeite, para oferta de cereais;
80 ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।
80 um recipiente de cento e vinte gramas de ouro, cheio de incenso;
81 ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।
81 um novilho, um carneiro, um cordeiro de um ano, para holocausto;
82 ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।
82 um bode, para oferta pelo pecado;
83 ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।
83 e, para sacrifício pacífico, dois bois, cinco carneiros, cinco bodes, cinco cordeiros de um ano; esta foi a oferta de Aira, filho de Enã.
84 ତହୁଁ ଏହିସବୁ ଦ୍ରବ୍ଯ ବଦେିର ଅଭିଷକେ ଦିନ, ଇଶ୍ରାୟେଲ ଅଧିପତିଗଣ ଦ୍ବାରା ଦତ୍ତ ହାଇେଥିଲା। ଯଥା:
84 Esta é a dádiva feita pelos chefes de Israel para a dedicação do altar, no dia em que foi ungido: doze pratos de prata, doze bacias de prata, doze recipientes de ouro;
85 ପ୍ରେତ୍ୟକକ ରୂପା ପାତ୍ର 130 ଶକେଲ ପ୍ରେତ୍ୟକକ ରୂପାଗିନା ସତୁରି ଶକେଲ ଏହି ସମସ୍ତ ପାତ୍ରର ରୂପା ପବିତ୍ର ସ୍ଥାନର ଅଧିକୃତ ମାପ ଅନୁସାରେ ଷାଠିଏ ପାଉଣ୍ତ ଓଜନ ଥିଲା।
85 cada prato de prata, de um quilo quinhentos e sessenta gramas, e cada bacia, de oitocentos e quarenta gramas; toda a prata dos utensílios foi de vinte e oito quilos e oitocentos gramas, segundo o peso padrão do santuário;
86 ଉପୟୁକ୍ତ ମାପ ଅନୁସାରେ ପ୍ରେତ୍ୟକକ ସୂର୍ଣ ଚାମଚ ରେ ବାର ଧୂମ୍ମପୂର୍ଣ ସୁଗନ୍ଧି ଥିଲା, ଏ ସମସ୍ତ ଚାମଚର ସୂର୍ଣ ଦଶ ଶକେଲ ଥିଲା।
86 doze recipientes de ouro cheios de incenso, cada um de cento e vinte gramas, segundo o peso padrão do santuário; todo o ouro dos recipientes foi de um quilo quatrocentos e quarenta gramas;
87 ହାମବେଳି ନିମନ୍ତେ ସମୁଦାଯ ବା ରୋଟି ଗୋରୁ, ବା ରୋଟି ମଷେ ଓ ଏକବର୍ଷୀଯ ବାରୋଟି ମଷେବତ୍ସ, ଏବଂ ଏହିସବୁ ବଳିଦାନ ସହିତ ଶସ୍ଯ ନବୈେଦ୍ଯ ମଧ୍ଯ ୟିବ। ପାପାର୍ଥକ ବଳିଦାନ ନିମନ୍ତେ ବା ରୋଟି ଛାଗ ଥିଲା।
87 todos os animais para o holocausto foram doze novilhos; carneiros, doze; doze cordeiros de um ano, com a sua oferta de cereais; e doze bodes para oferta pelo pecado.
88 ପୁଣି ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ସମୁଦାଯ ଚବିଶ ଗୋରୁ, ଷାଠିଏ ମଷେ, ଷାଠିଏ ଛାଗ ଓ ଏକବର୍ଷୀଯ ଷାଠିଏ ମଷେବତ୍ସ ଅଧିପତିମାନେ ଉପହାର ଦେଲେ, ମାଶାେ ୟଜ୍ଞବଦେୀକୁ ପ୍ରତିଷ୍ଠା କଲାପରେ ଏହିସବୁ ଉପହାର ଦିଆଗଲା।
88 E todos os animais para o sacrifício pacífico foram vinte e quatro novilhos; os carneiros, sessenta; os bodes, sessenta; os cordeiros de um ano, sessenta; esta é a dádiva para a dedicação do altar, depois que foi ungido.
89 ଏହାପରେ ମାଶାେ ସଦାପ୍ରଭୁଙ୍କ ସହିତ କଥା କହିବାକୁ ସମାଗମ ତମ୍ବୁ ରେ ପ୍ରବେଶ କଲା ବେଳେ, ନିଯମ ସିନ୍ଦୁକର ଉପରିସ୍ଥିତ ପାପାଚ୍ଛାଦନ ର ଉପରୁ, କିରୁବଦ୍ବଯ ମଧ୍ଯରୁ ତାଙ୍କ ପ୍ରତି କଥା କହିବାର ଶୁଣିଲେ। ଏହିରୂପେ ପରମେଶ୍ବର ମାଶାଙ୍କେ ସହିତ କଥା ହେଲେ।
89 Quando Moisés entrava na tenda do encontro para falar com o Senhor , ouvia a voz que lhe falava de cima do propiciatório, que está sobre a arca do testemunho entre os dois querubins; assim lhe falava.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Números 7, comparar traduções ou montar um estudo — tudo direto pelo WhatsApp.