Oséias 10
Oriya Bible (GL_ORIYA) vs ARIB
1 ଇଶ୍ରାୟେଲ ଦ୍ରାକ୍ଷାଲତା ସଦୃଶ ପ୍ରଚୁର ଫଳ ଧାରଣ କରେ। କିନ୍ତୁ ଯେତବେେଳେ ଇଶ୍ରାୟେଲ ଅଧିକ ଜିନିଷ ଲାଭକଲେ ସେତବେେଳେ ସେ ଭଣ୍ତ ଦବେତାଙ୍କ ପୂଜା ପାଇଁ ଅଧିକ ୟଜ୍ଞବଦେୀ ନିର୍ମାଣ କଲେ। ତାଙ୍କର ରାଜ୍ଯ ଅଧିକ ଭଲ ହେଲା। ତେଣୁ ସେ ଭଣ୍ତ ଦବେତାଙ୍କ ପୂଜାଲାଗି ଅତିସୁନ୍ଦର ପଥରମାନ ସ୍ଥାପନ କଲେ।
1 Israel é vide frondosa que dá o seu fruto; conforme a abundância do seu fruto, assim multiplicou os altares; conforme a prosperidade da terra, assim fizeram belas colunas.
2 ଇଶ୍ରାୟେଲର ଲୋକମାନେ ପରମେଶ୍ବରଙ୍କୁ ଠକିବାକୁ ଚୋଷ୍ଟା କଲେ କିନ୍ତୁ ବର୍ତ୍ତମାନ ସମାନେେ ସମାନଙ୍କେର ଦୋଷ ସ୍ବୀକାର କରିବେ। ସଦାପ୍ରଭୁ ସମାନଙ୍କେର ୟଜ୍ଞବଦେୀକୁ ଭାଙ୍ଗି ଦବେେ। ସେ ସମାନଙ୍କେର ସ୍ମୃତିସ୍ତମ୍ଭକୁ ଧ୍ବଂସ କରି ଦବେେ।
2 O seu coração está dividido, por isso serão culpados; ele derribará os altares deles, e lhes destruirá as colunas.
3 ବର୍ତ୍ତମାନ ଇଶ୍ରାୟେଲୀୟମାନେ କୁହନ୍ତି, ଆମ୍ଭମାନଙ୍କର ରାଜା ନାହାନ୍ତି। ଆମ୍ଭେ ସଦାପ୍ରଭୁଙ୍କୁ ସମ୍ମାନ କରୁନାହୁଁ ଏବଂ ତାଙ୍କର ରାଜା ଆମ୍ଭମାନଙ୍କର କିଛି କରିପାରିବେ ନାହିଁ।
3 Certamente agora dirão: Não temos rei, porque não tememos ao Senhor; e o rei, que pode ele fazer por nós?
4 ସମାନେେ ଶପଥ ନିଅନ୍ତୁ କିନ୍ତୁ ସମାନେେ କବଳେ ମିଥ୍ଯା କୁହନ୍ତୁ। ସମାନେେ ସମାନଙ୍କେର ଶପଥ ରକ୍ଷା କରନ୍ତି ନାହିଁ। ସମାନେେ ଚୁକ୍ତି କରନ୍ତି। ସେଥିପାଇଁ ନ୍ଯାଯ କୃଷିକ୍ଷେତ୍ର ରେ ବିଷାକ୍ତ ଅନାବନା ଘାସ ପରି ବଢେ।
4 Falam palavras vãs; juram falsamente, fazendo pactos; por isso brota o juízo como erva peçonhenta nos sulcos dos campos.
5 ଶମରିଯର ଲୋକମାନେ ବୈଥ୍-ଆବନର ବାଛୁରୀମାନଙ୍କୁ ପୂଜା କରନ୍ତି। ସହେି ଲୋକମାନେ ପ୍ରକୃତ ରେ କାନ୍ଦିବେ। ଯାଜକମାନେ ମଧ୍ଯ ପ୍ରକୃତ ରେ କାନ୍ଦିବେ। କାହିଁକି? କାରଣ ସମାନଙ୍କେର ସୁନ୍ଦର ପ୍ରତିମା ଗ୍ଭଲିଗଲା। ତାକୁ ଦୂ ରଇେ ନିଆଗଲା।
5 Os moradores de Samária serão atemorizados por causa do bezerro de Bete-Áven. O seu povo se lamentará por causa dele, como também prantearão os seus sacerdotes idólatras por causa da sua glória, que se apartou dela.
6 ଅଶୂରକୁ ମହାନ୍ ରାଜାଙ୍କ ଉପହାର ସ୍ବରୂପ ଏହାକୁ ନିଆଗଲା। ସେ ଇଫ୍ରଯିମଙ୍କର ଲଜ୍ଜାଜନକ ପ୍ରତିମା ରଖିବ। ଇଶ୍ରାୟେଲ ତା'ର ମୂର୍ତ୍ତି ପାଇଁ ଲଜ୍ଜିତ ହବେ।
6 Também será ele levado para Assíria como um presente ao rei Jarebe; Efraim ficará confuso, e Israel se envergonhará por causa do seu próprio conselho.
7 ପାଣି ରେ ଗୋଟିଏ କାଠଖଣ୍ତ ଭାସି ଗଲାପରି, ଶମରିଯାର ରାଜା ଧ୍ବଂସ ହବେେ।
7 O rei de Samária será desfeito como a espuma sobre a face da água.
8 ଇଶ୍ରାୟେଲ ବହୁ ପାପ କଲା ଏବଂ ବହୁତ ଉଚ୍ଚସ୍ଥାନ ନିର୍ମାଣ କଲା। ଆବନ୍ରେ ଉଚ୍ଚସ୍ଥାନଗୁଡିକ ଧ୍ବଂସ ହବେ। ସମାନଙ୍କେର ୟଜ୍ଞବଦେୀ ଉପ ରେ କଣ୍ଟା ଓ ଅନାବନା ଘାସ ଜନ୍ମିବ। ତା'ପ ରେ ସମାନେେ ପର୍ବତଗୁଡିକୁ କହିବେ, ଆମ୍ଭମାନଙ୍କୁ ଆବୃତ୍ତ କର ଏବଂ ପାହାଡଗୁଡିକୁ କହିବେ, ଆମ୍ଭମାନଙ୍କ ଉପ ରେ ପଡିୟାଅ।
8 E os altos de Áven, pecado de Israel, serão destruídos; espinhos e cardos crescerão sobre os seus altares; e dirão aos montes: Cobri-nos! e aos outeiros: Caí sobre nós!
9 ଇଶ୍ରାୟେଲ, ତୁମ୍ଭେ ଗିବିଯାଙ୍କ ସମୟରୁ ପାପ କରି ଗ୍ଭଲିଛ ଏବଂ ତୁମ୍ଭ ଲୋକମାନେ ସଠାେ ରେ ଲଗାତାର ପାପ କରି ଗ୍ଭଲିଛନ୍ତି। ୟୁଦ୍ଧ ପ୍ରକୃତ ରେ ସହେି ମନ୍ଦ ଲୋକମାନଙ୍କୁ ଗିବିଯା ରେ ଧରିବ।
9 Desde os dias de Gibeá tens pecado, ó Israel; ali permaneceram; a peleja contra os filhos da iniqüidade não os alcançará em Gibeá.
10 ମୁଁ ସମାନଙ୍କେୁ ଦଣ୍ତ ଦବୋକୁ ଆସିବି। ଦେଶଗୁଡିକୁ ମିଳିତ ଭାବରେ ସମାନଙ୍କେ ବିରୁଦ୍ଧ ରେ ଯିବେ। ସମାନେେ ଇଶ୍ରାୟେଲ ଅଧିବାସୀଙ୍କୁ ସମାନଙ୍କେର ଦୁଇଗୁଣା ପାପ ପାଇଁ ଦଣ୍ତ ଦବେେ।
10 Quando eu quiser, castigá-los-ei; e os povos se congregarão contra eles, quando forem castigados pela sua dupla transgressão.
11 ଇଫ୍ରଯିମ ତାଲିମପ୍ରାପ୍ତ ଗାଈ ପରି ଖଳା ରେ ଶସ୍ଯ ଉପ ରେ ବିଚରଣ କରିବାକୁ ଭଲପାଏ। ଆମ୍ଭେ ଗୋଟିଏ ଭଲ ୟୁଆଳି ତା' କାନ୍ଧ ରେ ପକାଇବା। ଆମ୍ଭେ ତାକୁ ଦଉଡି ରେ ବାନ୍ଧିବା। ତା'ପ ରେ ଯିହୁଦା ହଳ ଆରମ୍ଭ କରିବ। ଯାକୁବ ନିଜେ ଭୂମିକୁ ଫଟାଇବ।
11 Porque Efraim era uma novilha domada, que gostava de trilhar; e eu poupava a formosura do seu pescoço; mas porei arreios sobre Efraim; Judá lavrará; Jacó desfará os torrões.
12 ତୁମ୍ଭେ ଯଦି ଭଲପଣିଆ ବୁଣିବ ତବେେ ପ୍ରକୃତ ପ୍ ରମେ ଅମଳ କରିବ। ଭୂମିକୁ ହଳ କରିବ ଏବଂ ସଦାପ୍ରଭୁଙ୍କ ସହିତ ଅମଳ କରିବ। ପ୍ରଭୁ ଆସିବେ ଏବଂ ତୁମ୍ଭମାନଙ୍କ ଉପ ରେ ଭଲ ଜିନିଷ ବର୍ଷା ପରି ପକାଇବେ।
12 Semeai para vós em justiça, colhei segundo a misericórdia; lavrai o campo alqueivado; porque é tempo de buscar ao Senhor, até que venha e chova a justiça sobre vós.
13 କିନ୍ତୁ ତୁମ୍ଭମାନେେ ମନ୍ଦ ଜିନିଷ ଲଗାଇଲ ଏବଂ ତୁମ୍ଭମାନେେ ଦୁଃଖ ଅମଳ କଲ। ତୁମ୍ଭ ମିଥ୍ଯାର ଫଳ ତୁମ୍ଭେ ଭକ୍ଷଣ କଲ। କାହିଁକି? କାରଣ ତୁମ୍ଭମାନେେ ତୁମ୍ଭ ଶକ୍ତି ଓ ସୈନ୍ଯବାହିନୀ ଉପ ରେ ବିଶ୍ବାସ ରଖିଛ।
13 Lavrastes a impiedade, segastes a iniqüidade, e comestes o fruto da mentira; porque confiaste no teu caminho, na multidão dos teus valentes.
14 ତେଣୁ ତୁମ୍ଭମାନଙ୍କର ସୈନ୍ଯବାହିନୀ ୟୁଦ୍ଧର ଶଦ୍ଦ ଶୁଣିବେଏବଂ ତୁମ୍ଭମାନଙ୍କର ସମସ୍ତ ଦୁର୍ଗ ଧ୍ବଂସ ପାଇବ। ଶଲମନ ବୈଥ୍-ଅରବଲକେୁ ଧ୍ବଂସ କଲାପରି ଏହା ଘଟିବ। ୟୁଦ୍ଧ ସମୟରେ ମାଆମାନଙ୍କୁ ସମାନଙ୍କେର ପିଲାମାନଙ୍କ ସହିତ ହତ୍ଯା କରାଗଲା।
14 Portanto, entre o teu povo se levantará tumulto de guerra, e todas as tuas fortalezas serão destruídas, como Salmã destruiu a Bete-Arbel no dia da batalha; a mãe ali foi despedaçada juntamente com os filhos.
15 ବୈଥଲେ ତୁମ୍ଭର ଦୁଷ୍ଟାମୀ ଯୋଗୁଁ ଏହିପରି ହବେ। ଯେତବେେଳେ ସକାଳ ହବେ ଇଶ୍ରାୟେଲର ରାଜା ସମ୍ପୂର୍ଣ୍ଣ ଧ୍ବଂସ ହବେେ।
15 Assim vos fará Betel, por causa da vossa grande malícia; de madrugada será o rei de Israel totalmente destruído.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Oséias 10, comparar traduções ou montar um estudo — tudo direto pelo WhatsApp.