Oséias 11

Oriya Bible (GL_ORIYA) vs VC

Sair da comparação
VC Versão Católica
1 ସଦାପ୍ରଭୁ କହିଲେ, ଇଶ୍ରାୟେଲ ବାଲ୍ଯ ଥିଲା ବେଳେ ଆମ୍ଭେ ତା'କୁ ଭଲ ପାଉଥିଲୁ। ଆମ୍ଭେ ମିଶରକୁ ପୁଅ ବୋଲି ଡାକୁଥିଲୁ।
1 Israel era ainda criança, e já eu o amava, e do Egito chamei meu filho.
2 କିନ୍ତୁ ଇଶ୍ରାୟେଲକୁ ଯେତେ ଅଧିକ ନିଜର କଲୁ ଇଶ୍ରାୟେଲ େସତେ ଅଧିକ ଆମ୍ଭଠାରୁ ଦୂ ରଇଗେଲା। ଇଶ୍ରାୟେଲୀୟମାନେ ବାଲ୍ଦବଗେଣଙ୍କ ଉଦେଶ୍ଯ ରେ ବଳି ଦେଲେ। ସମାନେେ ପ୍ରତିମା ନିକଟରେ ଧୂପ ଦେଲେ।
2 Mas, quanto mais os chamei, mais se afastaram; ofereceram sacrifícios aos Baal e queimaram ofertas aos ídolos.
3 ଆମ୍ଭେ ଇଫ୍ରଯିମକୁ ଗ୍ଭଲିବା ଶିଖାଇଲୁ। ଆମ୍ଭେ ଇଶ୍ରାୟେଲୀୟଙ୍କୁ ଆମ୍ଭର ବାହୁ ରେ ନଇେଥିଲୁ। ଆମ୍ଭେ ସମାନଙ୍କେୁ ସୁସ୍ଥ କଲୁ। କିନ୍ତୁ ସମାନେେ ତାହା ଅନୁଭବ କଲେ ନାହିଁ।
3 Eu, entretanto, ensinava Efraim a andar, tomava-o nos meus braços, mas não compreenderam que eu cuidava deles.
4 ଆମ୍ଭେ ସମାନଙ୍କେୁ ରଜ୍ଜୁ ରେ ବାନ୍ଧିଥିଲୁ, କିନ୍ତୁ ତାହା ଥିଲା ପ୍ ରମରେ ରଜ୍ଜୁ। ଆମ୍ଭେ ଜଣେ ବ୍ଯକ୍ତିପରି ସମାନଙ୍କେୁ ମୁକ୍ତ କଲୁ। ଆମ୍ଭେ ନମ୍ର ହେଲୁ ଓ ସମାନଙ୍କେୁ ଖୁଆଇଲୁ।
4 Segurava-os com laços humanos, com laços de amor; fui para eles como o que tira da boca uma rédea, e lhes dei alimento.
5 ଇଶ୍ରାୟେଲୀୟମାନେ ପରମେଶ୍ବରଙ୍କ ନିକଟକୁ ଫରେିବାକୁ ମନା କଲେ। ତେଣୁ ସେଥିପାଇଁ ସମାନେେ ମିଶର ଯିବେ। ଅଶୂରର ରାଜା ସମାନଙ୍କେର ରାଜା ହବେେ।
5 Ele voltará para o Egito e o assírio será seu rei, porque não quiseram voltar-se para mim.
6 ଖଣ୍ତା ସମାନଙ୍କେ ନଗର ବିରୁଦ୍ଧ ରେ ଝୁଲିବ। ଏହା ସମାନଙ୍କେର ଶକ୍ତିଶାଳୀ ଲୋକଙ୍କୁ ହତ୍ଯା କରିବ। ଏହା ସମାନଙ୍କେର ନେତାମାନଙ୍କୁ ଧ୍ବଂସ କରିବ।
6 A espada devastará suas cidades, destruirá seus filhos, que colherão assim o fruto de suas obras.
7 ଆମ୍ଭର ଲୋକମାନେ ଆମ୍ଭ ନିକଟକୁ ଫରେିବାକୁ ଆଶା କରନ୍ତି। ସମାନେେ ଉର୍ଦ୍ଧ୍ବକୁ ଡାକିବେ। କିନ୍ତୁ କହେି ସମାନଙ୍କେୁ ସାହାୟ୍ଯ କରିବେ ନାହିଁ।
7 Meu povo é inclinado a separar-se de mim, convidam-no a subir para o Altíssimo, mas ninguém procura elevar-se.
8 ଇଫ୍ରଯିମ, ଆମ୍ଭେ ତୁମ୍ଭକୁ ପରିତ୍ଯାଗ କରିବାକୁ ଗ୍ଭହୁଁ ନାହୁଁ। ଇଶ୍ରାୟେଲ, ଆମ୍ଭେ ତୁମ୍ଭର ସୁରକ୍ଷା ଗ୍ଭହୁଁ। ଅଦ୍ମାର ଓ ସବୋଯିମ୍ ପରି ତୁମ୍ଭକୁ ହବୋକୁ ଆମ୍ଭେ ଗ୍ଭହୁଁ ନାହୁଁ। ଆମ୍ଭର ମନକୁ ପରିବର୍ତ୍ତନ କରିଛୁ। ଆମ୍ଭର ପ୍ ରମେ ତୁମ୍ଭ ପାଇଁ ଅତି ଶକ୍ତିଶାଳୀ ଅଟେ।
8 Como poderia eu abandonar-te, ó Efraim, ou trair-te, ó Israel? Como poderia eu tratar-te como Adama, ou tornar-te como Seboim? Meu coração se revolve dentro de mim, eu me comovo de dó e compaixão.
9 ଆମ୍ଭେ ଆପଣା ଭୟଙ୍କର କୋରଧଭାବକୁ ପ୍ରକାଶ କରିବା ନାହିଁ। ଇଫ୍ରଯିମକୁ ପୁନର୍ବାର ଧ୍ବଂସ କରିବା ନାହିଁ। ଆମ୍ଭେ ପରମେଶ୍ବର, ମାନବ ନୋହୁଁ। ଆମ୍ଭେ ତୁମ୍ଭର ମଧ୍ଯବର୍ତ୍ତୀ ଧର୍ମସ୍ବରୂପ ଅଟୁ। ଆମ୍ଭର କୋର୍ଧ ଦଖାଇବୋ ନାହିଁ।
9 Não darei curso ao ardor de minha cólera, já não destruirei Efraim, porque sou Deus e não um homem, sou o Santo no meio de ti, e não gosto de destruir.
10 ଆମ୍ଭେ ଗୋଟିଏ ସିଂହ ସଦୃଶ ଗର୍ଜ୍ଜନ କରିବା। ଆମ୍ଭର ପିଲାମାନେ ଆସିବେ ଓ ଆମ୍ଭଙ୍କୁ ଅନୁସରଣ କରିବେ। ଏହି ପିଲାମାନେ ଭୟ ରେ ଥରିଥରି ପଶ୍ଚିମରୁ ଆସିବେ।
10 Eles seguirão o Senhor, que rugirá como um leão; ao seu rugido tremerão os filhos do ocidente;
11 ସମାନେେ ମିଶରରୁ ପକ୍ଷୀ ସଦୃଶ ଥରିଥରି ଆସିବେ। ଅଶୂରୀଯରୁ କପୋତ ପରି ଥରିଥରି ଆସିବେ। ଏବଂ ଆମ୍ଭେ ସମାନଙ୍କେୁ ଗୃହକୁ ଫରୋଇ ନବୋ ବୋଲି ସଦାପ୍ରଭୁ କହିଲେ।
11 os egípcios tremerão como uma ave, e os assírios, como uma pomba. Eu os farei habitar em suas casas - oráculo do Senhor.
12 ଇଫ୍ରଯିମ ମିଥ୍ଯା ରେ ଆମ୍ଭର ଗ୍ଭରିପାଖ ରେ ଘରେିଗଲା। ଇଶ୍ରାୟେଲର ପରିବାର ଆମ୍ଭ ପ୍ରତି ବିଶ୍ବାସଘାତକତା କରିଛନ୍ତି।
12 Efraim cerca-me de mentira, e a casa de Israel de hipocrisia; Judá é um testemunho traidor de Deus, que tem comércio com as hieródulas.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Oséias 11, comparar traduções ou montar um estudo — tudo direto pelo WhatsApp.