Oséias 13

Oriya Bible (GL_ORIYA) vs ARC

Sair da comparação
ARC Almeida Revista e Corrigida 2009
1 ଇଫ୍ରଯିମ ଇଶ୍ରାୟେଲ ରେ ନିଜକୁ ମହାନ୍ କରି ଦଲୋ। ସେ କହିଲା ବେଳେ ଲୋକେ ଭୟ ରେ ଥରିଲେ। କିନ୍ତୁ ସେ ବାଲ ଦବେତାଙ୍କୁ ପୂଜାକରି ଦୋଷୀ ହେଲେ ଏବଂ ମୃତ୍ଯୁବରଣ କଲେ।
1 Quando Efraim falava, tremia-se; foi exalçado em Israel; mas ele fez-se culpado em Baal e morreu.
2 ବର୍ତ୍ତମାନ ଇଶ୍ରାୟେଲ ଲୋକମାନେ ଅଧିକରୁ ଅଧିକ ପାପ କଲେ। ସମାନେେ ନିଜ ନିଜ ପାଇଁ ପ୍ରତିମା ତିଆରି କରନ୍ତି। କାରିଗରମାନେ ସୁନ୍ଦର ମୂର୍ତ୍ତି ରୂପା ରେ ତିଆରି କରନ୍ତିଏବଂ ସହେି ଲୋକମାନେ ସହେି ପ୍ରତିମାମାନଙ୍କ ସହିତ କଥା ହୁଅନ୍ତି। ସମାନେେ ସେ ମୂର୍ତ୍ତିମାନଙ୍କୁ ବଳିଦାନ ଦିଅନ୍ତି। ସହେି ସୁବର୍ଣ୍ଣ ନିର୍ମିତ ବାଛୁରୀଗୁଡିକୁ ଚୁମ୍ବନ କରନ୍ତି।
2 E, agora, multiplicaram pecados e da sua prata fizeram uma imagem de fundição, ídolos segundo o seu entendimento, todos obra de artífices, dos quais dizem: Os homens que sacrificam beijam os bezerros.
3 ସେଥିପାଇଁ ସହେି ଲୋକମାନେ ଶୀଘ୍ର ଅଦୃଶ୍ଯ ହବେେ। ସମାନେେ ସକାଳର କୁହୁଡି ସଦୃଶ ଶୀଘ୍ର ଦଖାେ ଦବେେ ଓ ଶୀଘ୍ର ଅଦୃଶ୍ଯ ହାଇଯେିବେ। ଇଶ୍ରାୟେଲୀୟମାନେ ଅଗାଡି ଖଳାରୁ ଉଡିଗଲା ପରି ଉଡିଯିବେ। ଚିମିନିରୁ ଧୂଆଁ ବାହାରି ଅଦୃଶ୍ଯ ହେଲାପରି ସମାନେେ ଅଦୃଶ୍ଯ ହାଇଯେିବେ।
3 Por isso, serão como a nuvem de manhã e como o orvalho da madrugada, que cedo passa, como o folhelho, que a tempestade lança da eira, e como a fumaça da chaminé.
4 ମିଶର ରେ ତୁମ୍ଭମାନେେ ବାସ କରିବା ଦିନଠାରୁ ଆମ୍ଭେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ବର ହାଇେ ଆସିଛୁ। ତୁମ୍ଭମାନେେ ଆମ୍ଭ ବ୍ଯତୀତ ଅନ୍ୟ କୌଣସି ପ୍ରଭୁଙ୍କୁ ଜାଣି ନଥିଲ। ଆମ୍ଭେ ଏକମାତ୍ର ବ୍ଯକ୍ତି ଯେ କି ତୁମ୍ଭମାନଙ୍କୁ ରକ୍ଷା କରୁଥିଲୁ।
4 Todavia, eu sou o Senhor , teu Deus, desde a terra do Egito; portanto, não reconhecerás outro deus além de mim, porque não há Salvador, senão eu.
5 ଆମ୍ଭେ ତୁମ୍ଭମାନଙ୍କୁ ମରୁଭୂମିରେ ଜାଣିଥିଲୁ-ଶୁଷ୍କ ଭୂମିରେ ତୁମ୍ଭମାନଙ୍କୁ ଜାଣିଥିଲୁ।
5 Eu te conheci no deserto, em terra muito seca.
6 ସହେି ଇଶ୍ରାୟେଲୀୟମାନଙ୍କୁ ଆମ୍ଭେ ଖାଦ୍ୟ ଦଲେୁ। ସମାନେେ ସହେି ଖାଦ୍ୟ ଖାଇଲେ। ସମାନେେ ସମ୍ପୂର୍ଣ୍ଣ ସୁସ୍ଥ ଓ ସନ୍ତୁଷ୍ଟ ହେଲେ। ସମାନେେ ଗର୍ବୀ ହାଇଗେଲେ ଏବଂ ମାେତେ ଭୁଲିଗଲେ।
6 Depois, eles se fartaram em proporção do seu pasto; estando fartos, ensoberbeceu-se o seu coração; por isso, se esqueceram de mim.
7 ସେଥିପାଇଁ ଆମ୍ଭେ ସିଂହ ଓ ବ୍ଯାଘ୍ର ସଦୃଶ ହାଇେ ରାସ୍ତାକଡ ରେ ସମାନଙ୍କେୁ ଅପେକ୍ଷା କରିବା।
7 Serei, pois, para eles como leão; como leopardo, espiarei no caminho.
8 ଭାଲୁ ପାଖରୁ ତା' ଛୁଆକୁ ଅପହରଣ କଲେ ସେ ଯେପରି ହିଂସ୍ର ହୁଏ, ଆମ୍ଭେ ସହେିପରି ହିଂସ୍ର ହାଇେ ସମାନଙ୍କେୁ ଆକ୍ରମଣ କରିବା। ଆମ୍ଭେ ସମାନଙ୍କେୁ ଆକ୍ରମଣ କରି ସମାନଙ୍କେର ବକ୍ଷକୁ ବିଦାରଣ କରିବା। ସିଂହ ଓ ଅନ୍ୟ ବନ୍ଯ ପ୍ରାଣୀ ଶିକାରକୁ ଚିରି ଖାଇଲା ପରି ଆମ୍ଭେ ସମାନଙ୍କେୁ ସହେିପରି ଖଣ୍ତ ବିଖଣ୍ତିତ କରିବା।
8 Como urso que tem perdido seus filhos, os encontrarei, lhes romperei as teias do seu coração; e ali os devorarei como leão; as feras do campo os despedaçarão.
9 ହେ ଇଶ୍ରାୟେଲ, ଆମ୍ଭେ ତୁମ୍ଭକୁ ସାହାୟ୍ଯ କଲୁ କିନ୍ତୁ ତୁମ୍ଭେ ଆମ୍ଭର ବିରୁଦ୍ଧ ରେ ଗଲ। ତେଣୁ ଆମ୍ଭେ ତୁମ୍ଭକୁ ଧ୍ବଂସ କରିବା।
9 Para tua perda, ó Israel, te rebelaste contra mim, contra o teu ajudador.
10 ତୁମ୍ଭର ରାଜା କେଉଁଠି? ତୁମ୍ଭର ସମସ୍ତ ନଗର ରେ ସେ ତୁମ୍ଭମାନଙ୍କୁ ରକ୍ଷା କରିପାରିବେ ନାହିଁ। ତୁମ୍ଭର ବିଗ୍ଭରକମାନେ କାହାଁନ୍ତି? ତୁମ୍ଭମାନେେ ସମାନଙ୍କେୁ ଏହା କହି ମାଗିଥିଲ, 'ଆମ୍ଭକୁ ଜଣେ ରାଜା ଓ ନତେୃମଣ୍ତଳୀ ଦିଅ।'
10 Onde está, agora, o teu rei, para que te guarde em todas as tuas cidades? E os teus juízes, dos quais disseste: Dá-me rei e príncipes?
11 ଆମ୍ଭେ କୋର୍ଧିତ ହେଲୁ ଓ ତୁମ୍ଭମାନଙ୍କର ଜଣେ ରାଜା ହେଲୁ। ଯେତବେେଳେ ଅତି କୋର୍ଧିତ ହେଲୁ ତାଙ୍କୁ ଦୂରକୁ ନଇଗେଲୁ।
11 Dei-te um rei na minha ira e to tirei no meu furor.
12 ଇଫ୍ରଯିମର ପାପସବୁ ଗୋଟିଏ ବିଡା ରେ ବନ୍ଧା ହାଇେଛି। ସଗେୁଡିକ ନିରାପଦ ଜାଗା ରେ ରଖାୟାଇଛି।
12 A iniquidade de Efraim está atada, o seu pecado está armazenado.
13 ସ୍ତ୍ରୀଲୋକର ପ୍ରସବ ବଦନୋ ସଦୃଶ ତା'ର ଦଣ୍ତ କଷ୍ଟଦାୟକ ହବେ। ସେ ଜଣେ ଜ୍ଞାନୀ ପୁତ୍ର ହବେ ନାହିଁ। ଏପରି ଏକ ସମୟ ଆସିବ ସେ ଆଉ ତିଷ୍ଠିବ ନାହିଁ।
13 Dores de mulher de parto lhe virão; ele é um filho insensato, porque é tempo, e não está no lugar em que deve vir à luz.
14 ଆମ୍ଭେ ସମାନଙ୍କେୁ ମୃତ୍ଯୁଠାରୁ ରକ୍ଷା କରିବା ଉଚିତ୍ କି? ଆମ୍ଭେ ସେ ମାନଙ୍କୁ ମହାମାରୀ ଠାରୁ ରକ୍ଷା କରିବା ଉଚିତ୍ କି? ହେ ମୃତ କେଉଁଠା ରେ ତୁମ୍ଭର ମହାମାରୀ ଅଛି? ହେ କବର, ତୁମ୍ଭର ଶକ୍ତି କେଉଁଠା ରେ ଅଛି? ଦୟା ଆମ୍ଭଠାରୁ ଗୁପ୍ତ ରହିବ।
14 Eu os remirei da violência do inferno e os resgatarei da morte; onde estão, ó morte, as tuas pragas? Onde está, ó inferno, a tua perdição? O arrependimento será escondido de meus olhos.
15 ଇଶ୍ରାୟେଲ ତା'ର ଭାଇମାନଙ୍କ ସହିତ ବଢେ। କିନ୍ତୁ ଏକ ଶକ୍ତିଶାଳୀ ପୂବଇେ ପବନ ଆସିବ, ଏହା ସଦାପ୍ରଭୁ ପ୍ ରରେିତ ବାଯୁ ମରୁଭୂମିରୁ ପ୍ରବାହିତ ହବେ। ତା'ପ ରେ ଇଶ୍ରାୟେଲର କୂଅ ଶୁଖିୟିବ। ଜଳପୂର୍ଣ୍ଣ ଝରଣାଗୁଡିକ ଶୁଖିୟିବ। ସହେି ପବନ ସମସ୍ତ ମୂଲ୍ଯବାନ ବସ୍ତୁ ଇଶ୍ରାୟେଲର ଭଣ୍ତାରରୁ ଉଡାଇ ନଇୟିବେ।
15 Ainda que ele dê fruto entre os irmãos, virá o vento leste, vento do Senhor , subindo do deserto, e secar-se-á a sua nascente, e secar-se-á a sua fonte; ele saqueará o tesouro de todos os vasos desejáveis.
16 ଶମରିଯା ନିଶ୍ଚିତ ଦଣ୍ତିତ ହବେ। କାରଣ ସେ ପରମେଶ୍ବରଙ୍କ ବିରୁଦ୍ଧ ରେ ୟାଇଥିଲା। ଇଶ୍ରାୟେଲୀୟମାନେ ଖଡ୍ଗ ରେ ନିହତ ହବେେ। ସମାନଙ୍କେର ପିଲାମାନେ ବିଦୀର୍ଣ୍ଣ ହବେେ। ସମାନଙ୍କେର ଗର୍ଭବତୀ ନାରୀମାନେ ମଧ୍ଯ ବିଦୀର୍ଣ୍ଣ ହବେେ।
16 Samaria virá a ser deserta, porque se rebelou contra o seu Deus; cairão à espada, seus filhos serão despedaçados, e as suas mulheres grávidas serão abertas pelo meio.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Oséias 13, comparar traduções ou montar um estudo — tudo direto pelo WhatsApp.