Oséias 1
Oriya Bible (GL_ORIYA) vs VC
1 ବରେିଙ୍କ ପୁତ୍ର ହାେେଶୟଙ୍କ ନିକଟକୁ ସଦାପ୍ରଭୁଙ୍କ ଏହି ବାର୍ତ୍ତା ଆସିଲା। ଏହି ବାର୍ତ୍ତା ଯିହୁଦାର ରାଜା ଉଷିୟ, ଯୋଥମ, ଆହସ ଓ ହିଜିକିଯଙ୍କ ରାଜତ୍ବ କାଳ ରେ ଓ ଇଶ୍ରାୟେଲର ରାଜା ଯୋୟାସଙ୍କ ପୁତ୍ର ୟାରବିଯାମଙ୍କ ସମୟରେ ଆସିଥିଲା।
1 Palavra do Senhor dirigida a Oséias, filho de Beeri, no tempo de Ozias, de Joatã, {de Acaz e de Ezequias}, reis de Judá, e no tempo de Jeroboão, filho de Joás, rei de Israel.
2 ସଦାପ୍ରଭୁଙ୍କର ହାେେଶୟ ପ୍ରତି ଏହା ଥିଲା ପ୍ରଥମ ବାର୍ତ୍ତା। ସଦାପ୍ରଭୁ କହିଲେ, ୟାଅ, ଏକ ଗଣିକାକୁ ବିବାହ କର, ଯାହାଫଳ ରେ ବେଶ୍ଯାର ପୁତ୍ର ଜନ୍ମ ହବେ। କାହିଁକି? କାରଣ ଏହି ଦେଶର ଲୋକମାନେ ଗଣିକା ପରି କାର୍ୟ୍ଯ କରିଛନ୍ତି। ସଦାପ୍ରଭୁଙ୍କଠା ରେ ଅବିଶ୍ବସ୍ତ ହାଇେଛନ୍ତି।
2 Início da Palavra do Senhor a Oséias. Disse o Senhor a Oséias: Vai e desposa uma mulher dada ao adultério, e aceita filhos adulterinos, porque a nação procedeu mal para com o Senhor.
3 ତେଣୁ ହାେେଶୟ ଦିବ୍ଲାଇମଙ୍କ କନ୍ଯା ଗୋମରଙ୍କୁ ବିବାହ କଲେ। ଗୋମର ଗର୍ଭବତୀ ହେଲେ ଏବଂ ହାେେଶୟଙ୍କ ପାଇଁ ଏକ ପୁତ୍ର ସନ୍ତାନ ଜନ୍ମ କଲେ।
3 Foi-se ele e desposou Gomer, filha de Diblaim. Esta concebeu e deu-lhe um filho.
4 ସଦାପ୍ରଭୁ ହାେେଶୟକୁ କହିଲେ, ତା'ର ନାମ ୟିଷିଯଲେ ଦିଅ। କାହିଁକି? କାରଣ ଅଳ୍ପ ସମୟ ପ ରେ ମୁଁ ଯହେୂର ପରିବାରକୁ ଦଣ୍ତ ଦବେି। କାରଣ ସେ ୟିଷ୍ରିଯଲେ ଉପତ୍ୟକା ରେ ରକ୍ତପାତ କରିଥିଲେ। ତା'ପ ରେ ମୁଁ ଇଶ୍ରାୟେଲ ସାମ୍ରାଜ୍ଯର ପତନ ଘଟାଇବି।
4 O Senhor disse a Oséias: Chama-o Jezrael, porque dentro em breve punirei a casa de Jeú pelos massacres de Jezrael, e porei fim à dinastia da casa de Israel.
5 ମୁଁ ଇଶ୍ରାୟେଲର ଧନୁକୁ ସହେି ୟିଷ୍ରିଯଲେ ଉପତ୍ୟକା ରେ ଭାଙ୍ଗିବି।
5 Naquele dia quebrarei o arco de Israel na planície de Jezrael.
6 ତା'ପ ରେ ଗୋମର ପୁନର୍ବାର ଗର୍ଭବତୀ ହେଲେ ଓ ଏକ କନ୍ଯା ସନ୍ତାନ ଜନ୍ମ ଦେଲେ। ସଦାପ୍ରଭୁ ହାେେଶୟକୁ କହିଲେ, ତା'ର ନାମ ଲୋ- ରୁହାମା ଦିଅ। କାହିଁକି? କାରଣ ଆମ୍ଭେ ଏଣିକି ଇଶ୍ରାୟେଲ ଜାତିକୁ ଆଉ ଦୟା ଦଖାଇବୋ ନାହିଁ। ଆମ୍ଭେ ସମାନଙ୍କେୁ କ୍ଷମା ଦବୋ ନାହିଁ।
6 Ela concebeu de novo e deu à luz uma filha. O Senhor disse a Oséias: Chama-a Lo-Ruhama, porque não terei mais amor à casa de Israel, mas a exterminarei completamente.
7 କିନ୍ତୁ ଆମ୍ଭେ ଯିହୁଦାର ଲୋକଙ୍କୁ ଦୟା ଦଖାଇବୋ। ଆମ୍ଭେ ଯିହୁଦା ଦେଶକୁ ରକ୍ଷା କରିବା। ଆମ୍ଭେ ସମାନଙ୍କେୁ ରକ୍ଷା କରିବାକୁ ଖଣ୍ତା କି ଧନୁ ବ୍ଯବହାର କରିବା ନାହିଁ। ଆମ୍ଭେ ସମାନଙ୍କେୁ ରକ୍ଷା କରିବାକୁ ୟୁଦ୍ଧ ରେ ଅଶ୍ବ କି ସୈନ୍ଯ ବ୍ଯବହାର କରିବା ନାହିଁ। ଆମ୍ଭେ ସମାନଙ୍କେୁ ଆମ୍ଭ ନିଜ ଶକ୍ତି ବଳ ରେ ରକ୍ଷା କରିବା।
7 {Amarei entretanto a casa de Judá e os salvarei pelo Senhor, seu Deus. Não os salvarei pelo arco e pela espada e pela guerra, nem pelos cavalos e cavaleiros}.
8 ଗୋମର ଲୋ-ରୁହାମାଙ୍କ ସବୋ ଶଷେ କଲାପ ରେ ସେ ପୁନର୍ବାର ଗର୍ଭବତୀ ହେଲେ। ସେ ଗୋଟିଏ ପୁତ୍ର ସନ୍ତାନ ଜନ୍ମ ଦେଲେ।
8 Tendo desmamado Lo-Ruhama, concebeu de novo e deu à luz um filho.
9 ତା'ପ ରେ ସଦାପ୍ରଭୁ କହିଲେ, ତା'ର ନାମ ଲୋ-ଆମୀ ଦିଅ। କାରଣ, ତୁମ୍ଭମାନେେ ଆମ୍ଭର ଲୋକ ନୁହଁ କି ଆମ୍ଭେ ତୁମ୍ଭର ପରମେଶ୍ବର ନୁହଁ।
9 O Senhor disse: Chama-o Lo-Ami, porque já não sois meu povo e eu não sou vosso Deus.
10 ସମୁଦ୍ରର ବାଲୁକା ସଦୃଶ ଇଶ୍ରାୟେଲ ସନ୍ତାନଗଣର ସଂଖ୍ଯା ଭବିଷ୍ଯତ ରେ ବୃଦ୍ଧି ପାଇବ। ତୁମ୍ଭେ ସମୁଦ୍ରର ବାଲିକୁ ମାପି ପାରିବ ନାହିଁ କି ଗଣି ପାରିବ ନାହିଁ। ଯେଉଁ ସ୍ଥାନ ରେ ସମାନଙ୍କେୁ କୁହାୟାଇଥିଲା, ସହେି ସ୍ଥାନ ରେ ଏହା ଘଟିବ। ସମାନଙ୍କେୁ ମଧ୍ଯ କୁହାୟିବ, 'ତୁମ୍ଭମାନେେ ମାେ ଲୋକ ନୁହଁ।' 'ତୁମ୍ଭେ ଜୀବନ୍ତ ପରମେଶ୍ବରଙ୍କର ସନ୍ତାନ ଅଟ।'
10 Os filhos de Israel serão tão numerosos como a areia do mar, que não se pode medir nem contar. Em lugar de se lhes dizer: Lo-Ami, serão chamados Filhos do Deus vivo.
11 ତା'ପ ରେ ଯିହୁଦା ଓ ଇଶ୍ରାୟେଲର ଲୋକମାନେ ଏକତ୍ରୀତ ହବେେ। ସମାନେେ ସମାନଙ୍କେ ପାଇଁ ଜଣେ ରାଜା ବାଛିବେ ଏବଂ ସମାନଙ୍କେର ଦେଶ ସବୁଠାରୁ ବଡ ହବେ। ୟିଷ୍ରିଯଲରେ ସମୟ ପ୍ରକୃତ ବଡ ହବେ।
11 Os filhos de Judá e de Israel se reunirão, constituirão para si um único chefe e transbordarão de seu território, porque será grande o dia de Jezrael.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Oséias 1, comparar traduções ou montar um estudo — tudo direto pelo WhatsApp.