Oséias 2

Oriya Bible (GL_ORIYA) vs VC

Sair da comparação
VC Versão Católica
1 ତା'ପ ରେ ତୁମ୍ଭେ ତୁମ୍ଭର ଭାଇମାନଙ୍କୁ କହିବ, 'ତୁମ୍ଭମାନେେ ଆମ୍ଭର ଲୋକ।' ତୁମ୍ଭେ ତୁମ୍ଭର ଭଉଣୀମାନଙ୍କୁ କହିବ, ' ସେ ତୁମ୍ଭମାନଙ୍କୁ ଦୟା ଦଖାଇେଛନ୍ତି।'
1 Vossos irmãos serão chamados Ami e vossas irmãs Ruhama.
2 ମା'ଙ୍କ ସହିତ ୟୁକ୍ତି କର। କାରଣ ସେ ଆମ୍ଭର ସ୍ତ୍ରୀ ନୁହେଁ କି ଆମ୍ଭେ ତା'ର ସ୍ବାମୀ ନୁହଁ। ବେଶ୍ଯା ପରି ନ ହବୋକୁ ତାଙ୍କୁ କୁହ। ତାଙ୍କୁ କୁହ ଯେଉଁ ପ୍ ରମେିକମାନଙ୍କୁ ହୃଦଯ ରେ ସ୍ଥାନ ଦଇେଛନ୍ତି ସମାନଙ୍କେୁ ଦୂ ରଇେ ଦିଅନ୍ତୁ।
2 Protestai contra vossa mãe, protestai, porque já não é minha mulher e já não sou seu marido. Afaste ela de sua face suas fornicações e seus adultérios de entre os seus seios,
3 ଯଦି ସେ ତା'ର ବ୍ଯଭିଗ୍ଭରିତା ବନ୍ଦ ନକରେ, ତବେେ ଆମ୍ଭେ ତାକୁ ଉଲଗ୍ନ କରିବା, ସେ ଯେପରି ଜନ୍ମ ହେଲା ସମୟରେ ନମ୍ର ଥିଲା। ଆମ୍ଭେ ତା'ର ସମସ୍ତ ଲୋକମାନଙ୍କୁ ନଇୟିବୋ ଏବଂ ସେ ମରୁଭୂମି ପରି ଶୂନ୍ଯ ହାଇଯେିବ। ଆମ୍ଭେ ତାକୁ ଶୋଷ ରେ ମାରିବା।
3 para que eu não a desnude como no dia de seu nascimento e não a torne como um deserto; para que eu não a reduza a uma terra seca e não a deixe perecer de sede.
4 ତା'ର ପିଲାମାନଙ୍କ ଉପ ରେ ଆମ୍ଭର ଦୟା ନାହିଁ କାରଣ ସମାନେେ ଜାରଜ ସନ୍ତାନ।
4 Não terei compaixão de seus filhos, porque são adulterinos.
5 ସମାନଙ୍କେର ମାଆ ବେଶ୍ଯାପରି କାମ କରିଅଛି। ସୋମାନଙ୍କର ମାଆଙ୍କ କୃତକର୍ମ ପାଇଁ ଲଜ୍ଜିତ ହବୋ ଉଚିତ। ସେ କହିଲା, 'ମୁଁ ମାରେପ୍ ରମେିକମାନଙ୍କ ପାଖକୁ ୟିବି। ମାରେପ୍ ରମେିକମାନେ ମାେତେ ଖାଦ୍ୟ ଓ ପାଣି ଦବେେ। ସମାନେେ ମାେତେ ପଶମ ଓ ଲାଇଲନ୍ ଦବେେ। ସମାନେେ ମାେତେ ଦ୍ରାକ୍ଷାରସ ଓ ଅଲିଭ୍ ତଲେ ଦବେେ।'
5 Sim, sua mãe cometeu o adultério, desonrou-se aquela que o concebeu. Ela disse consigo mesma: Seguirei os meus amantes, que me dão meu pão e minha água, minha lã e meu linho, meu óleo e minha bebida.
6 ତେଣୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପଥ କଣ୍ଟା ଦ୍ବାରା ଅବ ରୋଧ କରିବା। ତା'ର ଚତୁର୍ଦ୍ଦିଗ ରେ ପ୍ରାଚୀର ନିର୍ମାଣ କରିବା, ଯାହା ଫଳ ରେ ସେ ଆଉ ପଥ ପାଇବ ନାହିଁ।
6 Por isso, fecharei com espinhos o seu caminho; cercá-lo-ei com um muro e ela não encontrará mais saída.
7 ସେ ତା'ର ପ୍ରିଯ ପ୍ ରମେିକ ପଛ ରେ ଧାଇଁବ, କିନ୍ତୁ ସେ ସମାନଙ୍କେୁ ମଧ୍ଯ ଧରିପାରିବ ନାହିଁ। ସେ ସମାନଙ୍କେୁ ବହୁ ଖାଜେିବ କିନ୍ତୁ ପାଇପାରିବ ନାହିଁ। ତା'ପ ରେ ସେ କହିବ, 'ମୁଁ ମାରେ ପ୍ରଥମ ପ୍ ରମେିକ, ପରମେଶ୍ବରଙ୍କ ନିକଟକୁ ଫରେିୟିବି। ତାଙ୍କ ପାଖ ରେ ଥିଲା ବେଳେ ମାରେ ଜୀବନ, ବର୍ତ୍ତମାନ ଅପେକ୍ଷା ଅଧିକ ଭଲ ଥିଲା।'
7 Perseguirá os seus amantes mas não os alcançará; procurá-los-á, mas não os encontrará. Então dirá: Voltarei para o meu primeiro marido, porque eu era outrora mais feliz que agora.
8 ସେ ଜାଣି ନ ଥିଲା ଆମ୍ଭେ ୟିଏକି ତା'କୁ ଶସ୍ଯ, ଦ୍ରାକ୍ଷାରସ ଓ ତୈଳ ଦେଉଥିଲୁ। ଆମ୍ଭେ ଅଧିକରୁ ଅଧିକ ସୁନା ରୂପା ତାକୁ ଦଇେ ଗ୍ଭଲିଥିଲୁ। କିନ୍ତୁ ଇଶ୍ରାୟେଲୀୟମାନେ ସହେି ସୁନା ଓ ରୂପାକୁ ବାଲ୍ଙ୍କ ମୂର୍ତ୍ତି ତିଆରି ରେ ବ୍ଯବହାର କଲେ।
8 Ela não reconheceu que era eu quem lhe dava o trigo, o vinho e o óleo, e quem lhe prodigalizava a prata {e o ouro que se consagra a Baal}.
9 ତେଣୁ ଆମ୍ଭେ ଫରେି ଆସିବା। ଆମ୍ଭେ ଆମ୍ଭର ସହେି ସମୟରେ ଅମଳ ହେଉଥିବା ଶସ୍ଯ ଫରୋଇ ନବୋ। ଅଙ୍ଗୁର ଦ୍ରାକ୍ଷାରସ ପାଇଁ ପ୍ରସ୍ତୁତ ଥିଲା ବେଳେ ଆମ୍ଭେ ତାକୁ ଫରୋଇ ନବୋ। ଆମ୍ଭର ପଶମ ଓ କାର୍ପାସ ବସ୍ତ୍ର ଫରୋଇ ନବୋ। ଆମ୍ଭେ ସଗେୁଡିକୁ ତା'ର ଶରୀର ଆବୃତ କରିବାକୁ ଦଇେଥିଲୁ।
9 Por isso retomarei o meu trigo no seu tempo, e o meu vinho na sua estação; retirarei minha lã e meu linho, com que cobria a sua nudez.
10 ବର୍ତ୍ତମାନ ଆମ୍ଭେ ତାକୁ ଉଲଗ୍ନ କରିଦବୋ। ତା'ର ଉଲଗ୍ନ ଶରୀର ତା'ର ପ୍ ରମେିକ ଲୋକମାନେ ଦେଖିବେ। ଆମ୍ଭ କବଳରୁ ତା'କୁ କହେି ରକ୍ଷା କରିପାରିବେ ନାହିଁ।
10 Vou descobrir sua abjeção aos olhos de seus amantes e ninguém a libertará de minha mão.
11 ଆମ୍ଭେ ସଦାପ୍ରଭୁ ତା'ର ସମସ୍ତ ଆନନ୍ଦ, ଉତ୍ସବ, ଅମାବାସ୍ଯା, ବିଶ୍ରାମଦିନ ସମସ୍ତ ଭୋଜିକୁ ବନ୍ଦ କରିଦବୋ।
11 Porei fim a todos os seus divertimentos, suas festividades, suas luas novas, seus sábados e a todas as suas festas.
12 ଆମ୍ଭେ ତା'ର ଦ୍ରାକ୍ଷାଲତାଗୁଡିକୁ ଓ ଡିମିରି ଗଛଗୁଡିକୁ ନଷ୍ଟ କରିଦବୋ। ସେ କହିଲା, 'ମରେ ପ୍ ରମେିକମାନେ ମାେତେ ଏସବୁ ଜିନିଷ ଦଇେଥିଲେ।' କିନ୍ତୁ ଆମ୍ଭେ ତା'ର ବଗିଗ୍ଭକୁ ବଦଳାଇ ଅନାବନା ଗଛ ରେ ଜଙ୍ଗଲ କରିଦବୋ। ବନ୍ଯପଶୁମାନେ ଆସି ସହେି ଗଛରୁ ଖାଇବେ।
12 Devastarei sua vinha e sua figueira, das quais dizia: Eis a paga que me deram meus amantes. Farei delas um matagal, que os animais selvagens devorarão.
13 ସେ ବାଲ୍ଙ୍କୁ ସବୋ କରୁଥିଲା। ତେଣୁ ଆମ୍ଭେ ତାକୁ ଦଣ୍ତ ଦବୋ। ସେ ବାଲଙ୍କୁ ଧୂପ ଦେଉଥିଲା। ସେ ଭଲ ପୋଷାକ ପରିଧାନ କରୁଥିଲା ଓ ତା'ର ଅଳଙ୍କାର, ନାକରେ ଗହଣା ପିନ୍ଧି ସହେି ମିଥ୍ଯା ପ୍ ରମେିକମାନଙ୍କ ନିକଟକୁ ଯାଉଥିଲା ଏବଂ ଆମ୍ଭଙ୍କୁ ଭୁଲିୟାଇଥିଲା। ସଦାପ୍ରଭୁ ଏହା କହିଲେ।
13 Eu a farei expiar os dias de Baal, quando lhe queimava ofertas, ataviada de seu colar e de suas jóias para cortejar os seus amantes, sem pensar mais em mim. - Oráculo de Senhor.
14 ତେଣୁ ଆମ୍ଭେ ତାକୁ ପ୍ ରମବୋଣୀ କହିବା। ଆମ୍ଭେ ତାକୁ ନିର୍ଜ୍ଜନ ମରୁଭୂମିକୁ ନଇେ କୋମଳ କଥା କହିବା।
14 Por isso a atrairei, conduzi-la-ei ao deserto e falar-lhe-ei ao coração.
15 ସଠାେ ରେ ଆମ୍ଭେ ତାକୁ ଦ୍ରାକ୍ଷାକ୍ଷେତ୍ର ଦବୋ। ଆମ୍ଭେ ତାକୁ ଆଶାର ଦ୍ବାର ସ୍ବରୂପ ଆଖୋର ଉପତ୍ୟକା ଦବୋ। ତା'ପ ରେ ସେ ମିଶର ଦେଶରୁ ଆସିଲା ସମୟ ପରି ଉତ୍ତର କରିବ।
15 Dar-lhe-ei as suas vinhas e o vale de Acor, como porta de esperança. Aí ela se tornará como no tempo de sua juventude, como nos dias em que subiu da terra do Egito.
16 ସଦାପ୍ରଭୁ ଏହା କୁହନ୍ତି,
16 Naquele dia - diz o Senhor - tu me chamarás: Meu marido, e não mais: Meu Baal.
17 ଆମ୍ଭେ ତା'ର ମୁଖରୁ ବାଲ୍ ଡାକ କାଢିଦବୋ। ତା'ପ ରେ ଲୋକେ ବାଲ୍ଙ୍କ ନାମ ଆଉ ପୁନର୍ବାର ବ୍ଯବହାର କରିବେ ନାହିଁ।
17 Não lhe deixarei mais na boca os nomes de Baal e ninguém pronunciará tais nomes.
18 ସେତବେେଳେ ଆମ୍ଭେ ସ୍ଥଳଚର ପ୍ରାଣୀ, ଆକାଶର ପକ୍ଷୀ, ଓ ସରିସୃପମାନଙ୍କ ସହିତ ଗୋଟିଏ ଚୁକ୍ତି କରିବା। ଆମ୍ଭେ ଧନୁ, ଖଣ୍ତା ଓ ସମସ୍ତ ୟୁଦ୍ଧ ଅସ୍ତ୍ରଗୁଡିକୁ ଭାଙ୍ଗି ଦବୋ ଏବଂ ଆମ୍ଭେ ସମାନଙ୍କେୁ ନିରାପଦ ରେ ଶଯନ କରିବାକୁ ଦବୋ।
18 Farei para eles, naquele dia, uma aliança com os animais selvagens, as aves do céu e os répteis da terra; farei desaparecer da terra o arco, a espada e a guerra, e os farei repousar com segurança.
19 ଏବଂ ଆମ୍ଭେ ତୁମ୍ଭକୁ ସବୁଦିନ ପାଇଁ ଆମ୍ଭର ସ୍ତ୍ରୀ କରିବା। ଆମ୍ଭେ ତୁମ୍ଭକୁ ପ୍ ରମେ, ସାଧୁତା, ନ୍ଯାଯ ଓ ଦୟାର ସହିତ ଆମ୍ଭର ସ୍ତ୍ରୀ କରିବା।
19 Desposar-te-ei para sempre, desposar-te-ei conforme a justiça e o direito, com benevolência e ternura.
20 ତୁମ୍ଭକୁ ଆମ୍ଭର ବିଶ୍ବସ୍ତ ପତ୍ନୀ କରିବା। ସେତବେେଳେ ତୁମ୍ଭେ ପ୍ରକୃତ ସଦାପ୍ରଭୁଙ୍କୁ ଜାଣିବ।
20 Desposar-te-ei com fidelidade, e conhecerás o Senhor.
21 ସେତବେେଳେ ଆମ୍ଭେ ଉତ୍ତର ଦବୋ। ସଦାପ୍ରଭୁ ଏହା କହିନ୍ତି।
21 Naquele dia, diz o Senhor, eu atenderei aos céus, e eles atenderão à terra.
22 ପୃଥିବୀ ଶସ୍ଯ, ଦ୍ରାକ୍ଷାରସ ଓ ତୈଳ ଉତ୍ପାଦନ କରିବ ଏବଂ ସେ ସବୁ ୟିଷ୍ରିଯଲରେ ଗ୍ଭହିଦା ପୂରଣ କରିବ।
22 A terra atenderá ao trigo, ao mosto e ao óleo, e estes atenderão a Jezrael.
23 ଆମ୍ଭେ ଇଶ୍ରାୟେଲ ଭୂମିରେ ବହୁ ମଞ୍ଜି ବୁଣିବା। ଲୋ-ରୁହାମାଙ୍କୁ ଆମ୍ଭେ ଦୟା କରିବା। ଲୋ-ଆମୀକୁ କହିବା, 'ତୁମ୍ଭେ ଆମ୍ଭ ଲୋକ' ଏବଂ ସମାନେେ ମାେତେ କହିବେ, 'ତୁମ୍ଭେ ଆମ୍ଭର ପରମେଶ୍ବର।'
23 Farei dele para mim uma terra bem semeada, usarei de misericórdia com Lo-Ruhama, e direi a Lo-Ami: Tu és meu povo!, e ele me dirá: Vós sois meu Deus!.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Oséias 2, comparar traduções ou montar um estudo — tudo direto pelo WhatsApp.