Oséias 6

Oriya Bible (GL_ORIYA) vs ARIB

Sair da comparação
ARIB Almeida Revisada Imprensa Bíblica
1 ଆସ, ସଦାପ୍ରଭୁଙ୍କ ପାଖକୁ ଫରେିୟିବା। ସେ ଆମ୍ଭକୁ ଆଘାତ କଲେ ଓ ସେ ମଧ୍ଯ ଆମ୍ଭକୁ ସୁସ୍ଥ କରିବେ। ସେ ଆମ୍ଭକୁ କ୍ଷତ ବିକ୍ଷତ କରିଛନ୍ତି ଏବଂ ସେ ଆମ୍ଭର କ୍ଷତ ରେ ପଟି ବାନ୍ଧି ଦବେେ।
1 Vinde, e tornemos para o Senhor, porque ele despedaçou e nos sarará; fez a ferida, e no-la atará.
2 ଦୁଇ ଦିନ ପ ରେ ସେ ଆମ୍ଭମାନଙ୍କୁ ପୁନର୍ଜୀବନ ଦବେେ। ତିନି ଦିନ ପ ରେ ସେ ଆମ୍ଭକୁ ଛିଡା କରାଇବେ। ତା'ପ ରେ ଆମ୍ଭେ ତାଙ୍କ ନିକଟରେ ବଞ୍ଚି ଉଠିବା।
2 Depois de dois dias nos ressuscitará: ao terceiro dia nos levantará, e viveremos diante dele.
3 ଆସ, ସଦାପ୍ରଭୁଙ୍କ ସମ୍ବନ୍ଧ ରେ ଅଧ୍ଯଯନ କରିବା। ତାଙ୍କ ସମ୍ବନ୍ଧ ରେ ଅଧିକ ଜାଣିବା ପାଇଁ କଠାେର ଅଧ୍ଯବସାଯ କରିବା। ପ୍ରଭାତ ଆସିଲା ପରି ସଦାପ୍ରଭୁ ଆସୁଛନ୍ତି ବୋଲି ଆମ୍ଭେ ଜାଣୁଛୁ। ବର୍ଷା ଓ ବସନ୍ତବର୍ଷା ଭୂମିକୁ ଜଳମଯ କଲା ପରି ପରମେଶ୍ବର ଆମ୍ଭମାନଙ୍କ ନିକଟକୁ ଆସିବେ।
3 Conheçamos, e prossigamos em conhecer ao Senhor; a sua saída, como a alva, é certa; e ele a nós virá como a chuva, como a chuva serôdia que rega a terra.
4 ହେ ଇଫ୍ରଯିମ, ହେ ଯିହୁଦା, ଆମ୍ଭେ ତୁମ୍ଭମାନଙ୍କ ପ୍ରତି କିପରି ବ୍ଯବହାର କରିବୁ? ତୁମ୍ଭମାନଙ୍କର ବିଶ୍ବସ୍ତତା ସକାଳର କୁହୁଡି ଓ କାକର ପରି ଅଟେ ଯେ କି ଅତି ପ୍ରତ୍ଯୁଷ ରେ ଉଭଇେ ୟାଏ।
4 Que te farei, ó Efraim? que te farei, ó Judá? porque o vosso amor é como a nuvem da manhã, e como o orvalho que cedo passa.
5 ଆମ୍ଭେ ସମାନଙ୍କେୁ ନିପାତ କରିବା ପାଇଁ ଭବିଷ୍ଯତ୍ବକ୍ତାମାନଙ୍କୁ ନିୟୁକ୍ତି କଲୁ ଓ ଆମ୍ଭେ ଆପଣା ଆଦେଶ ରେ ଲୋକମାନଙ୍କୁ ମୃତ୍ଯୁ ଦଲେୁ। କିନ୍ତୁ ସହେି ନିର୍ଣ୍ଣଯରୁ ନ୍ଯାଯ ସଦୃଶ ଆଲୋକ ଆସିବ।
5 Por isso os abati pelos profetas; pela palavra da minha boca os matei; e os meus juízos a teu respeito sairão como a luz.
6 କାହିଁକି? କାରଣ ଆମ୍ଭେ ବିଶ୍ବସ୍ତ ପ୍ ରମେ ଗ୍ଭହୁଁ, ବଳିଦାନ ନୁହେଁ। ଲୋକମାନେ ପରମେଶ୍ବରଙ୍କୁ ଜାଣନ୍ତୁ ବୋଲି ଆମ୍ଭେ ଗ୍ଭହୁଁ, କିନ୍ତୁ ହାମବେଳି ଆଣନ୍ତୁ ବୋଲି ନୁହେଁ।
6 Pois misericórdia quero, e não sacrifícios; e o conhecimento de Deus, mais do que os holocaustos.
7 କିନ୍ତୁ ଠିକ୍ ଆଦମ ପରି ସମାନେେ ଚୁକ୍ତି ଭଙ୍ଗ କଲେ। ସମାନେେ ନିଜ ଭୂମିରେ ଆମ୍ଭ ସହିତ ପ୍ରତାରଣା କଲେ।
7 Eles, porém, como Adão, transgrediram o pacto; nisso eles se portaram aleivosamente contra mim.
8 ଗିଲିଯଦ ଗୋଟିଏ ସହର ଯେ କି ମନ୍ଦ କାର୍ୟ୍ଯ କରୁଥିବା ଲୋକମାନଙ୍କ ରେ ପରିପୂର୍ଣ୍ଣ, ହତ୍ଯାକାରୀମାନଙ୍କର ରକ୍ତାକ୍ତ ପାଦ ଚିହ୍ନ ରେ ରଂଜିତ।
8 Gileade é cidade de malfeitores, está manchada de sangue.
9 ଡକାଯତମାନଙ୍କ ପରି ସମାନେେ ଲୋକମାନଙ୍କୁ ଆକ୍ରମଣ କରିବାକୁ ଅପେକ୍ଷା କରନ୍ତି। ସହେିପରି, ଯାଜକଙ୍କ ଦଳ ଶିଖିମକୁ ଯାଉଥିବା ଲୋକମାନଙ୍କୁ ରାସ୍ତା ରେ ଅପେକ୍ଷା କରନ୍ତି ଓ ସମାନଙ୍କେୁ ଆକ୍ରମଣ କରନ୍ତି। ସମାନେେ ଏକତ୍ରୀତ ହାଇେ ମନ୍ଦ କାର୍ୟ୍ଯ କରିବାକୁ ଯୋଜନା କରନ୍ତି।
9 Como hordas de salteadores que espreitam alguém, assim é a companhia dos sacerdotes que matam no caminho para Siquém; sim, cometem a vilania.
10 ଆମ୍ଭେ ଇଶ୍ରାୟେଲ ରାଜ୍ଯ ରେ ଗୋଟିଏ ଭୟଙ୍କର ଜିନିଷ ଦେଖିଛୁ। ଇଫ୍ରଯିମ ପରମେଶ୍ବରଙ୍କ ପ୍ରତି ଅବିଶ୍ବସ୍ତ ଥିଲେ। ଇଶ୍ରାୟେଲ ପାପ ରେ କଳୁଷିତ।
10 Vejo uma coisa horrenda na casa de Israel; ali está a prostituição de Efraim; Israel está contaminado.
11 ହେ ଯିହୁଦା, ତୁମ୍ଭପାଇଁ ଅମଳର ସମୟ ଅଛି। ଏହା ହିଁ ଘଟିବ। ଏକ ସମୟରେ ଆମ୍ଭେ ଆମ୍ଭର ଲୋକମାନଙ୍କୁ ବନ୍ଦୀ ଅବସ୍ଥାରୁ ମୁକ୍ତ କରିବା।
11 Também para ti, ó Judá, está determinada uma ceifa. Ao querer eu trazer do cativeiro o meu povo,

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Oséias 6, comparar traduções ou montar um estudo — tudo direto pelo WhatsApp.