Oséias 7

Oriya Bible (GL_ORIYA) vs ACF

Sair da comparação
ACF Almeida Corrigida Fiel
1 ଆମ୍ଭେ ଇଶ୍ରାୟେଲକୁ ସୁସ୍ଥ କରିବା। ତା'ପ ରେ ଲୋକମାନେ ଜାଣିବେ ଯେ ଇଫ୍ରଯିମ ପାପ କରିଥିଲା। ଶମରିଯାର ପାପ ଆଚରଣ ବିଷଯ ରେ ଲୋକମାନେ ଜାଣିବେ। ସହେି ସହର ରେ ଗ୍ଭରମାନେେ ୟାତାଯତ କରୁଛନ୍ତି ଲୋକମାନେ ଜାଣିବେ।
1 Sarando eu a Israel, se descobriu a iniqüidade de Efraim, como também as maldades de Samaria, porque praticaram a falsidade; e o ladrão entra, e a horda dos salteadores despoja por fora.
2 ସମାନଙ୍କେର ଦୋଷକୁ ଆମ୍ଭେ ସ୍ମରଣ କରିବା ସହେି ଲୋକମାନେ ବିଶ୍ବାସ କରନ୍ତି ନାହିଁ। ସମାନେେ ଯେଉଁ ମନ୍ଦ କାର୍ୟ୍ଯ ସବୁ ଗ୍ଭରିଆଡେ କରିଥିଲେ ଆମ୍ଭେ ସ୍ପଷ୍ଟ ଭାବରେ ଦେଖି ପାରୁଛୁ।
2 E não dizem no seu coração que eu me lembro de toda a sua maldade; agora, pois, os cercam as suas obras; diante da minha face estão.
3 ସମାନଙ୍କେର ମନ୍ଦ କାର୍ୟ୍ଯ ସମାନଙ୍କେର ରାଜାଙ୍କୁ ଖୁସୀ କରେ। ସମାନଙ୍କେର ମିଥ୍ଯା ସମାନଙ୍କେର ନେତାଙ୍କୁ ଆନନ୍ଦ ପ୍ରଦାନ କରେ।
3 Com a sua malícia alegram ao rei, e com as suas mentiras aos príncipes.
4 ସମସ୍ତ ଲୋକମାନେ ବ୍ଯଭିଗ୍ଭରୀ ଅଟନ୍ତି। ସମାନେେ ରୋଟୀ ପ୍ରସ୍ତୁତକାରୀ ତନ୍ଦୁରର ଉତ୍ତପ୍ତଠାରୁ ଅଧିକ ଉତ୍ତପ୍ତ ଥିବା ତନ୍ଦୁର ଗ୍ଭରିପଟେ ଗ୍ଭଲନ୍ତି। ରୋଟୀ ପ୍ରସ୍ତୁତକାରୀ ଅଟା ଦଳୁଥାଏ, ଯେଉଁ ପର୍ୟ୍ଯନ୍ତ ରୋଟୀ ଫୁଲି ପ୍ରସ୍ତୁତ ହୁଏ, ସେ ଅଗ୍ନିକୁ ଉତ୍ତଜେିତ କରେ ନାହିଁ। କିନ୍ତୁ ଲୋକମାନେ ନିଜ ମନୋଭାବକୁ ଗରମ ରଖିଛନ୍ତି।
4 Todos eles são adúlteros; são semelhantes ao forno aceso pelo padeiro, que cessa de mexer nas brasas, depois que amassou a massa, até que seja levedada.
5 ଆମ୍ଭ ରାଜାଙ୍କ ରାଜତ୍ବକାଳ ରେ ସମାନେେ ନିଆଁକୁ ଉତ୍ତପ୍ତ କରି ଗ୍ଭଲନ୍ତି। ସମାନେେ ଭୋଜି ରେ ପାନୀଯ ଦିଅନ୍ତି। ଦ୍ରାକ୍ଷାରସର ଉତ୍ତାପ ରେ ନତେୃମଣ୍ତଳୀ ଅସୁସ୍ଥ ହାଇପଡେନ୍ତି। ତେଣୁ ରାଜା ପରମେଶ୍ବରଙ୍କୁ ଉପହାସ କରୁଥିବା ଲୋକମାନଙ୍କ ସହିତ ହାତ ମିଳାନ୍ତି।
5 E no dia do nosso rei os príncipes se tornaram doentes com frascos de vinho; ele estendeu a sua mão com os escarnecedores.
6 କୋଇଲାକୁ ଚୁଲ୍ଲୀ ରେ ଦବୋପରି ସମାନେେ ତାଙ୍କର ହୃଦଯକୁ ମନ୍ଦ ଯୋଜନା କରିବା ପାଇଁ ଏକତ୍ରୀତ କରନ୍ତି। ରାତ୍ରିସାରା ସମାନଙ୍କେ ଉତ୍କଣ୍ଠା କୁହୁଳୁ ଥାଏ ଏବଂ ଏହା ପ୍ରଭାତ ରେ ଜ୍ବଳନ୍ତ ଅଗ୍ନିପରି ହୁଏ।
6 Porque, prepararam o coração como um forno, na sua emboscada; toda a noite dorme o seu padeiro, pela manhã arde como fogo de chama.
7 ସମାନେେ ଉତ୍ତପ୍ତ ଚୁଲ୍ଲାପରି ହୁଅନ୍ତି। ସମାନେେ ସମାନଙ୍କେର ଶାସକକୁ ଧ୍ବଂସ କଲେ। ସମସ୍ତ ରାଜାଙ୍କର ପତନ ହେଲା। କୌଣସି ଜଣେ ବ୍ଯକ୍ତି ମାେତେ ସାହାୟ୍ଯ ଭିକ୍ଷା କରି ନ ଥିଲେ।
7 Todos eles estão quentes como um forno, e consomem os seus juízes; todos os seus reis caem, ninguém entre eles há que me invoque.
8 ଇଫ୍ରଯିମ ଗୋଷ୍ଠୀଗଣ ସହିତ ମିଶେ। ସେ ସହେି ପିଠା ସଦୃଶ ଯାହାର ଉଭୟ ପାଖ ସକୋ ହାଇନୋହିଁ।
8 Efraim se mistura com os povos; Efraim é um bolo que não foi virado.
9 ଇଫ୍ରଯିମ, ଜାଣେ ନାହିଁ ତା'ର ଶକ୍ତି ବିଦେଶୀମାନଙ୍କ ଦ୍ବାରା ନିସ୍ତଜେ ହାଇୟୋଇଛି। ତା'ର ବୃଦ୍ଧାବସ୍ଥା ଆସୁଛି ବୋଲି ସେ ଜାଣେ ନାହିଁ।
9 Estrangeiros lhe comeram a força, e ele não o sabe; também as cãs se espalharam sobre ele, e não o sabe.
10 ଇଫ୍ରଯିମର ଗର୍ବ ତା' ବିରୁଦ୍ଧ ରେ ସାକ୍ଷୀ ଦିଏ। ଯଦିଓ ଲୋକମାନଙ୍କର ଅନକଗେୁଡିଏ ଦୁଃଖ ଥିଲା, ତଥାପି ସମାନେେ ସଦାପ୍ରଭୁଙ୍କ ନିକଟକୁ ଫରେି ନଥିଲେ କି ସଦାପ୍ରଭୁଙ୍କର ସାହାୟ୍ଯ ମାଗି ନ ଥିଲେ।
10 E a soberba de Israel testificará diante dele; todavia não voltarão para o Senhor seu Deus, nem o buscarão em tudo isto.
11 ତେଣୁ ଇଫ୍ରଯିମ ବିଗ୍ଭର ଶକ୍ତିହୀନ ନିର୍ବୋଧ କପୋତ ପାଲଟି ୟାଇଛି। ତା'ର ଲୋକମାନେ ମିଶରକୁ ସାହାୟ୍ଯ ଭିକ୍ଷା କଲେ ଓ ଅଶୂରକୁ ସାହାୟ୍ଯ ପାଇଁ ଗଲେ।
11 Porque Efraim é como uma pomba ingênua, sem entendimento; invocam o Egito, vão para a Assíria.
12 ସମାନେେ ଯେଉଁ ଯେଉଁ ଦେଶକୁ ସାହାୟ୍ଯ ପାଇଁ ଯିବେ ଆମ୍ଭେ ସମାନଙ୍କେ ଉପ ରେ ଆମ୍ଭର ଜାଲ ବିଛାଇ ଦବୋ ଏବଂ ଆକାଶର ପକ୍ଷୀକୁ ତଳକୁ ଆଣିଲା ପରି ତଳକୁ ଘନେି ଆସିବା। ସମାନଙ୍କେର ଚୁକ୍ତି ପାଇଁ ସମାନଙ୍କେୁ ଦଣ୍ତଦବୋ।
12 Quando forem, sobre eles estenderei a minha rede, e como aves do céu os farei descer; castigá-los-ei, conforme o que eles têm ouvido na sua congregação.
13 ସମାନଙ୍କେ ପାଇଁ ଏହା ଅତି ମନ୍ଦ ହବେ। ସମାନେେ ଆମ୍ଭଙ୍କୁ ପରିତ୍ଯାଗ କରିଥିଲେ ଏବଂ ଅମାନ୍ଯ କରିଥିଲେ। ତେଣୁ ସମାନେେ ବିନଷ୍ଟ ହବେେ। ଆମ୍ଭେ ସମାନଙ୍କେୁ ରକ୍ଷା କରିଥିଲୁ କିନ୍ତୁ ସମାନେେ ଆମ୍ଭ ବିରୁଦ୍ଧ ରେ ମିଥ୍ଯା କହୁଛନ୍ତି।
13 Ai deles, porque fugiram de mim; destruição sobre eles, porque se rebelaram contra mim; eu os remi, mas disseram mentiras contra mim.
14 ସମାନେେ କବେେ ଆନ୍ତରିକତା ସହ ଆମ୍ଭଙ୍କୁ ଡାକନ୍ତି ନାହିଁ। ସମାନେେ ସମାନଙ୍କେ ବିଛଣା ରେ କ୍ରନ୍ଦନ କରନ୍ତି। ଯେତବେେଳେ ସମାନେେ ମୂର୍ତ୍ତିଗୁଡିକୁ ଖାଦ୍ୟ ଓ ଦ୍ରାକ୍ଷାରସ ପାଇଁ ପୂଜା କରନ୍ତି। ସମାନେେ ନିଜେ ନିଜକୁ ହତ୍ଯା କରନ୍ତି। କିନ୍ତୁ ସମାନଙ୍କେ ଅନ୍ତରସବୁ ମାଠାରୁେ ଦୂ ରଇେ ୟାଇଛି।
14 E não clamaram a mim com seu coração, mas davam uivos nas suas camas; para o trigo e para o vinho se ajuntam, mas contra mim se rebelam.
15 ଯଦିଓ ଆମ୍ଭେ ସମାନଙ୍କେୁ ତାଲିମ ଦଇେ ଶୃଙ୍ଖଳିତ କଲୁ ଓ ସମାନଙ୍କେର ବାହୁକୁ ଶକ୍ତିଶାଳୀ କରାଇଲୁ, ତଥାପି ସମାନେେ ଆମ୍ଭ ବିରୁଦ୍ଧ ରେ ମନ୍ଦ ଯୋଜନା କଲେ।
15 Eu os corrigi, e lhes esforcei os braços, mas pensam mal contra mim.
16 କିନ୍ତୁ ସମାନେେ ଆମ୍ଭ ନିକଟକୁ ଫରେି ଆସିଲେ ନାହିଁ। ସମାନେେ ଗୋଟିଏ ତୃଟିପୂର୍ଣ୍ଣ ବୁମରୋଂ ପରି ବ୍ଯବହାର କଲେ। ସମାନଙ୍କେର ନେତାମାନେ ସମାନଙ୍କେର ଶକ୍ତି ଉପ ରେ ବୃଥା ବଡିମା ଦଖାେଉଥିଲେ କିନ୍ତୁ ସମାନେେ ଖଣ୍ତା ରେ ନିହତ ହବେେ ଏବଂ ମିଶରବାସୀଙ୍କ ଦ୍ବାରା ଉପହାସର ପାତ୍ର ହବେେ।
16 Eles voltaram, mas não para o Altíssimo. Fizeram-se como um arco enganador; caem à espada os seus príncipes, por causa do furor da sua língua; este será o seu escárnio na terra do Egito.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Oséias 7, comparar traduções ou montar um estudo — tudo direto pelo WhatsApp.