Oséias 9
Oriya Bible (GL_ORIYA) vs NVI
1 ହେ ଇଶ୍ରାୟେଲ, କୌଣସି ଉତ୍ସବ ପାଳନ କର ନାହିଁ। ଅନ୍ୟ ଦେଶପରି ଖୁସି ହୁଅ ନାହିଁ। ତୁମ୍ଭେ ଜଣେ ଗଣିକା ପରି ବ୍ଯବହାର କଲ ଓ ପରମେଶ୍ବରଙ୍କୁ ଭୁଲିଗଲ। ତୁମ୍ଭମାନେେ ପ୍ରତି ଶସ୍ଯଖଳା ରେ ୟୌନ ଅପରାଧମୂଳକ ପାପ କଲ।
1 Não se regozije, ó Israel; não se alegre como as outras nações. Pois você se prostituiu, abandonando o seu Deus; você ama o salário da prostituição em cada eira de trigo.
2 କିନ୍ତୁ ସହେି ଖଳାର ଶସ୍ଯ ଇଶ୍ରାୟେଲକୁ ପ୍ରଚୁର ଖାଦ୍ୟ ଦବେ ନାହିଁ। ସଠାେ ରେ ମଧ୍ଯ ପ୍ରଚୁର ଦ୍ରାକ୍ଷାରସ ଇଶ୍ରାୟେଲ ପାଇଁ ହବେ ନାହିଁ।
2 Os produtos da eira e do lagar não alimentarão o povo; o vinho novo lhes faltará.
3 ଇଶ୍ରାୟେଲୀୟମାନେ ସଦାପ୍ରଭୁଙ୍କ ରାଜ୍ଯ ରେ ରହିପାରିବେ ନାହିଁ। ଇଫ୍ରଯିମ ମିଶରକୁ ଫରେିବ। ଅଶୂରର ଯେଉଁ ଖାଦ୍ୟ ଖାଇବାକୁ ମନା ସହେି ଖାଦ୍ୟ ସମାନେେ ଖାଇବେ।
3 Eles não permanecerão na terra do Senhor; Efraim voltará para o Egito, e na Assíria comerá comida impura.
4 ଇଶ୍ରାୟେଲୀୟମାନେ ସଦାପ୍ରଭୁଙ୍କୁ ଦ୍ରାକ୍ଷାରସ ନବୈେଦ୍ଯ ଉତ୍ସର୍ଗ କରିବେ ନାହିଁ। ସମାନେେ ତାଙ୍କୁ ବଳିଦାନ ଉତ୍ସର୍ଗ କରିବେ ନାହିଁ। ସମାନଙ୍କେର ବଳିଦାନ ଉତ୍ସର୍ଗ ଶ୍ରାଦ୍ଧ ରେ ଖାଦ୍ୟ ଭକ୍ଷଣ ପରି ହବେ। ଯେ ଏହାକୁ ଭକ୍ଷଣ କରିବ ସେ ଅପବିତ୍ର ହବେ। ସମାନଙ୍କେର ରୋଟୀ ସଦାପ୍ରଭୁଙ୍କ ମନ୍ଦିରକୁ ୟିବ ନାହିଁ। ସମାନେେ ନିଜେ ସହେି ରୋଟୀକୁ ଭକ୍ଷଣ କରିବେ।
4 Eles não derramarão ofertas de vinho para o Senhor, nem o agradarão os seus sacrifícios. Tais sacrifícios serão para eles como o pão dos pranteadores, que torna impuro quem o come. Essa comida será para eles mesmos; não entrará no templo do Senhor.
5 ସମାନେେ ସଦାପ୍ରଭୁଙ୍କ ନିମନ୍ତେ କୌଣସି ପର୍ବ ବା ଉତ୍ସବ ପାଳନ କରିବାକୁ କ୍ଷମ ହବେେ ନାହିଁ।
5 O que farão vocês no dia de suas festas fixas, nos dias de festa do Senhor?
6 ଇଶ୍ରାୟେଲର ଲୋକମାନେ ଛାଡି ଗ୍ଭଲିଗଲେ କାରଣ ଶତୃ ସମାନଙ୍କେଠାରୁ ସବୁକିଛି ନଇଗେଲା। ମେମ୍ପିସ ସମାନଙ୍କେୁ ସମାଧି ଦବେ। ସମାନଙ୍କେର ରେ ୗପ୍ୟ ଭଣ୍ତାର ରେ ଅନାବନା ଘାସ ବଢିବ। ଇଶ୍ରାୟେଲୀୟର ବାସସ୍ଥଳ ରେ କଣ୍ଟା ଉତ୍ପନ୍ନ ହବେ।
6 Vejam! Fogem da destruição, mas o Egito os ajuntará, e Mênfis os sepultará. Os seus tesouros de prata as urtigas vão herdar; os cardos cobrirão totalmente as suas tendas.
7 ଭବିଷ୍ଯଦ୍ବକ୍ତା କହନ୍ତି, ଇଶ୍ରାୟେଲ ଏହି ନୀତିଗୁଡିକ ଶିକ୍ଷାକର। ଦଣ୍ତ ପାଇବା ସମୟ ଆସିୟାଇଛି। ତୁମ୍ଭେ ଯେଉଁ ମନ୍ଦ କାର୍ୟ୍ଯ କରିଥିଲ ତା'ର ଫଳ ପାଇବା ସମୟ ଆସି ୟାଇଛି। କିନ୍ତୁ ଇଶ୍ରାୟେଲର ଲୋକେ କହନ୍ତି, ଭବିଷ୍ଯଦ୍ବକ୍ତା ଜଣେ ନିର୍ ବୋଧ। ପରମେଶ୍ବରଙ୍କ ଆତ୍ମା ସହିତ ଏହି ବ୍ଯକ୍ତି ପାଗଳ। ଭବିଷ୍ଯଦ୍ବକ୍ତା କହନ୍ତି, ତୁମ୍ଭମାନେେ ତୁମ୍ଭମାନଙ୍କ ଜଘନ୍ଯ ପାପ ଲାଗି ଦଣ୍ତିତ ହବେ। ତୁମ୍ଭମାନଙ୍କ ଘୃଣା ଭାବ ଯୋଗୁଁ ଦଣ୍ତିତ ହବେ।
7 Os dias de castigo vêm, os dias de punição estão chegando. Que Israel o saiba. Por serem tantos os pecados, e tanta a hostilidade de vocês, o profeta é considerado um tolo, o homem inspirado, um louco violento.
8 ଭବିଷ୍ଯଦ୍ବକ୍ତା ଇଫ୍ରଯିମ, ମାରେପରମେଶ୍ବରଙ୍କ ଲୋକ ଉପ ରେ ଜଗୁଆଳି ଅଟେ। କିନ୍ତୁ ପଥ ମଧିଅରେ ଅନକେ ଫାଶ ଅଛି ଏବଂ ଲୋକମାନେ ଭବିଷ୍ଯତ୍ବକ୍ତାଙ୍କୁ ଘୃଣା କରନ୍ତି। ଏପରିକି ତାଙ୍କ ପରମେଶ୍ବରଙ୍କ ଘ ରେ ମଧ୍ଯ ଶତୃତା ରହିଛି।
8 O profeta, junto ao meu Deus, é a sentinela que vigia Efraim, contudo, laços o aguardam em todas as suas veredas, e a hostilidade no templo do seu Deus.
9 ଗିବିଯାର ସମୟ ପରି ଇଶ୍ରାୟେଲୀୟମାନେ ଧ୍ବଂସର ଗଭୀରତମ ସ୍ଥାନକୁ ଗ୍ଭଲି ୟାଇଛନ୍ତି। ସଦାପ୍ରଭୁ ସମାନଙ୍କେର ପାପକୁ ସ୍ମରଣ କରିବେ। ସେ ସମାନଙ୍କେ ପାପ ଲାଗି ଦଣ୍ତ ଦବେେ।
9 Eles mergulharam na corrupção, como nos dias de Gibeá. Deus se lembrará de sua iniqüidade e os castigará por seus pecados.
10 ସହେି ସମୟରେ ଆମ୍ଭେ ଇଶ୍ରାୟେଲକୁ ପାଇଲୁ, ସମାନେେ ମରୁଭୂମିରେ ସତଜେ ଦ୍ରାକ୍ଷାଲତା ସଦୃଶ ଥିଲେ। ସମାନେେ ଡିମିରି ଗଛର ପ୍ରଥମ ଫଳ ସଦୃଶ ଥିଲେ। କିନ୍ତୁ ସମାନେେ ଯେତବେେଳେ ବାଲ-ପିୟୋର ନିକଟକୁ ଆସିଲେ ସମାନେେ ଲଜ୍ଜାସ୍ପଦ ମୂର୍ତ୍ତିଗୁଡିକୁ ଭକ୍ତି କଲେ। ତା'ପ ରେ ସମାନେେ ଭଲ ପାଉଥିବା ଜିନିଷଗୁଡିକ ଘୃଣ୍ଯ ହେଲା।
10 "Quando encontrei Israel, foi como encontrar uvas no deserto; quando vi os antepassados de vocês, foi como ver os primeiros frutos de uma figueira. Mas, quando eles vieram a Baal-Peor, consagraram-se àquele ídolo vergonhoso e se tornaram tão repugnantes quanto aquilo que amaram.
11 ଇଫ୍ରଯିମର ଗୌରବ ପକ୍ଷୀ ସଦୃଶ ଉଡିୟିବ। ଅଧିକ ଗର୍ଭଧାରଣ ହବେନାହିଁ, ଅଧିକ ଶିଶୁ ଜନ୍ମ ହବେନୋହିଁ।
11 A glória de Efraim lhe fugirá como pássaro: nenhum nascimento, nenhuma gravidez, nenhuma concepção.
12 ଯଦିଓ ଇଶ୍ରାୟେଲୀୟମାନେ ଅଧିକ ସନ୍ତାନ ଇଚ୍ଛା କରିବେ ଏହା ସମାନଙ୍କେୁ ସାହାୟ୍ଯ କରିବ ନାହିଁ। ଆମ୍ଭେ ସମାନଙ୍କେଠାରୁ ସମାନଙ୍କେର ପିଲାମାନଙ୍କୁ ନଇୟିବୋ। ଆମ୍ଭେ ସମାନଙ୍କେୁ ପରିତ୍ଯାଗ କରିବା। ଫଳ ରେ ସମାନଙ୍କେର ଦୁଃଖ ବ୍ଯତୀତ ଆଉ କିଛି ରହିବ ନାହିଁ।
12 Mesmo que criem filhos, porei de luto cada um deles. Ai deles quando eu me afastar!
13 ଆମ୍ଭେ ଦେଖିପାରୁଛୁ ଇଫ୍ରଯିମ ତା'ର ପିଲାମାନଙ୍କୁ ୟନ୍ତା ମଧ୍ଯକୁ ନେଉଛି। ଇଫ୍ରଯିମ ତା'ର ପିଲାମାନଙ୍କୁ ଘାତକ ନିକଟକୁ ଆଣୁଛି।
13 Vi Efraim, plantado num lugar agradável, como Tiro. Mas Efraim entregará seus filhos ao matador. "
14 ସଦାପ୍ରଭୁ, ତୁମ୍ଭେ ଯାହା ଗ୍ଭହଁ ତାହା ସମାନଙ୍କେୁ ଦିଅ। ଶିଶୁହରା ଗର୍ଭଶଯ ସମାନଙ୍କେୁ ଦିଅ, କ୍ଷୀର ବାହାରୁନଥିବା ସ୍ତନ ସମାନଙ୍କେୁ ଦିଅ।
14 Ó Senhor, que darás a eles? Dá-lhes ventres que abortem e seios ressecados.
15 ସମାନଙ୍କେର ସମସ୍ତ ମନ୍ଦ କାର୍ୟ୍ଯ ଗିଲ୍ଗଲ୍ ରେ ଅଛି। ଆମ୍ଭେ ସମାନଙ୍କେୁ ସଠାେ ରେ ଘୃଣା କରିବା ଆରମ୍ଭ କଲୁ। ଆମ୍ଭର ଗୃହ ପରିତ୍ଯାଗ କରିବାକୁ ଆମ୍ଭେ ସମାନଙ୍କେୁ ବାଧ୍ଯ କରିବା, କାରଣ ସମାନେେ ମନ୍ଦ କାର୍ୟ୍ଯ କରନ୍ତି। ଆମ୍ଭେ ସମାନଙ୍କେୁ ଆଉ ଭଲ ପାଇବା ନାହିଁ। ସମାନଙ୍କେର ନେତାମାନେ ବିଦ୍ରୋହି, ସମାନେେ ଆମ୍ଭର ବିରୁଦ୍ଧ ରେ ୟାଇଛନ୍ତି।
15 "Toda a sua impiedade começou em Gilgal; de fato, ali eu os odiei. Por causa dos seus pecados, eu os expulsarei da minha terra. Não os amarei mais; todos os seus líderes são rebeldes.
16 ଇଫ୍ରଯିମ ଦଣ୍ତିତ ହବେ। ସମାନଙ୍କେର ମୂଳ ମରିୟାଇଛି। ସମାନଙ୍କେର ଆଉ ଅଧିକ ସନ୍ତାନ ହବେେ ନାହିଁ। ସମାନେେ ସନ୍ତାନ ଜନ୍ମ କରି ପାରନ୍ତି। କିନ୍ତୁ ସମାନଙ୍କେର ମହାନ୍ ସନ୍ତାନଙ୍କୁ ଆମ୍ଭେ ହତ୍ଯା କରିବା।
16 Efraim está ferido, sua raiz está seca, eles não produzem frutos. Mesmo que criem filhos, eu matarei sua querida prole. "
17 ଏହି ଲୋକମାନେ ମାରେ ପରମେଶ୍ବରଙ୍କ କଥା ଶୁଣିଲେ ନାହିଁ, ତେଣୁ ପ୍ରଭୁ ସମାନଙ୍କେ କଥା ଶୁଣିବେ ନାହିଁ। ସମାନେେ ବସହରା ହାଇେ ୟାୟାବର ପରି ଏଣତେଣେେ ଦେଶର ସବୁଆଡେ ବୁଲିବେ।
17 Meu Deus os rejeitará porque não lhe deram ouvidos; serão peregrinos entre as nações.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Oséias 9, comparar traduções ou montar um estudo — tudo direto pelo WhatsApp.