Provérbios 12

Oriya Bible (GL_ORIYA) vs VC

Sair da comparação
VC Versão Católica
1 ଯଦି ଜଣେ ଜ୍ଞାନୀ ହବୋକୁ ଚା ହେଁ, ସେ ତା'ର ଭୁଲକୁ ଠିକ୍ କରିବାକୁ ଭଲ ପାଏ। ଯେଉଁ ଲୋକ ଅନୁ ଯୋଗ ଘୃଣା କରେ ସେ ମୂର୍ଖ।
1 Aquele que ama a correção ama a ciência, mas o que detesta a reprimenda é um insensato.
2 ସତ୍ ଲୋକ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପା'ନ୍ତି। କିନ୍ତୁ ଯେଉଁ ବ୍ଯକ୍ତି କୁପଥ କଳ୍ପନା କରେ, ସେ ଭ୍ରଷ୍ଟ ହବେ।
2 O homem de bem alcança a benevolência do Senhor; o Senhor condena o homem que premedita o mal.
3 କୁପଥ ଦ୍ବାରା କହେି ସୁରକ୍ଷିତ ହବେ ନାହିଁ। କିନ୍ତୁ ଧାର୍ମିକ ଲୋକମାନେ ନିରାପଦ ରେ ରହିବେ।
3 Não se firma o homem pela impiedade, mas a raiz dos justos não será abalada.
4 ଗୁଣବତୀ ସ୍ତ୍ରୀ ଆପଣା ସ୍ବାମୀର ମୁକୁଟ ସ୍ବରୂପ। ଲଜ୍ଜାଦାଯିନୀ ସ୍ତ୍ରୀ ତା'ର ହାତ ସବୁର କ୍ଷଯ ସ୍ବରୂପ।
4 Uma mulher virtuosa é a coroa de seu marido, mas a insolente é como a cárie nos seus ossos.
5 ଧାର୍ମିକମାନଙ୍କର ଯୋଜନାସବୁ ଯଥାର୍ଥ, କିନ୍ତୁ ଦୁଷ୍ଟ ଲୋକମାନଙ୍କର ଉପଦେଶ ପ୍ରବଞ୍ଚନାପୂର୍ଣ୍ଣ।
5 Os pensamentos dos justos são cheios de retidão; as tramas dos perversos são cheias de dolo.
6 ଦୁଷ୍ଟମାନେ ରକ୍ତପାତ କରିବାକୁ ସମାନଙ୍କେର ଶବ୍ଦଗୁଡ଼ିକ ବ୍ଯବହାର କରନ୍ତି। କିନ୍ତୁ ନଷ୍ଠାପର ଲୋକମାନଙ୍କର ଶବ୍ଦଗୁଡ଼ିକ ଅନ୍ୟ ଲୋକମାନଙ୍କୁ ବିପର୍ୟ୍ଯଯରୁ ରକ୍ଷା କରନ୍ତି।
6 As palavras dos ímpios são ciladas mortíferas, enquanto a boca dos justos os salva.
7 ଦୁଷ୍ଟମାନେ ସମ୍ପୂର୍ଣ୍ଣ ଭାବେ ବିନାଶ ହୁଅନ୍ତି। ସମାନଙ୍କେ ସତ୍ତା ଲୋପ ପାଏ। ମାତ୍ର ଧାର୍ମିକମାନେ ମରିଗଲେ ମଧ୍ଯ ସମାନେେ ସ୍ମୃତି ରେ ହିଁ ରହନ୍ତି।
7 Transtornados, os ímpios não subsistirão, mas a casa dos justos permanecerá firme.
8 ସେ କହୁଥିବା ଜ୍ଞାନ କଥା ପାଇଁ ମନୁଷ୍ଯ ପ୍ରଶଂସିତ ହବେ। କିନ୍ତୁ ସହେି ମନୁଷ୍ଯ ଯାହାର ହୃଦଯ ଦୁଷ୍ଟ ଓ ଜିଦ୍ଖୋର ତାକୁ ଲୋକମାନେ ତୁଚ୍ଛ ବୋଲି ଭାବିବେ।
8 Avalia-se um homem segundo a sua inteligência, mas o perverso de coração incorrerá em desprezo.
9 ଯେଉଁ ଲୋକ ତୁଚ୍ଛୀକୃତ ଆଉ ଯାହାର ଦାସ ଅଛି, ସେ ଅନ୍ୟମାନଙ୍କଠାରୁ ଶ୍ ରେଷ୍ଠ, ୟିଏ ନିଜକୁ ମହତ୍ତ୍ବ ବୋଲି ଛଳନା କରେ, କିନ୍ତୁ ତା ପାଖ ରେ ୟଥେଷ୍ଟ ଖାଦ୍ୟ ନ ଥାଏ।
9 Mais vale um homem humilde, que tem um servo, que o jactancioso, que não tem o que comer.
10 ଧାର୍ମିକ ଲୋକମାନେ ଆପଣା ପଶୁର ଦରକାରକୁ ଅତି ଯତ୍ନ ସହକା ରେ କରନ୍ତି, ମାତ୍ର ଦୁଷ୍ଟ ଲୋକମାନେ ନିର୍ଦ୍ଦଯ ଅଟନ୍ତି।
10 O justo cuida das necessidades do seu gado, mas cruéis são as entranhas do ímpio.
11 ଯେଉଁ ଲୋକ ଆପଣା ଭୂମି ଚଷେ, ସେ ୟଥେଷ୍ଟ ଆହାର ପାଇବ। ମାତ୍ର ଯେ ବୃଥା ଅଭିମାନ ରେ ପ୍ରବୃତ୍ତ ହୁଏ, ସେ ବୁଦ୍ଧିହୀନ।
11 Quem cultiva sua terra será saciado de pão; quem procura as futilidades é um insensato.
12 ଦୁଷ୍ଟ ଲୋକମାନେ କୁକର୍ମକାରୀ ଲୋକମାନଙ୍କର ଫାନ୍ଦକୁ ଆଦରି ନିଅନ୍ତି। ମାତ୍ର ଧାର୍ମିକର ମୂଳ ଫଳଦାୟକ ଅଟେ।
12 O ímpio cobiça o laço do perverso, mas a raiz do justo produz fruto.
13 ଦୁଷ୍ଟର ଓଷ୍ଠ ରେ ଅଧର୍ମର ଫଳ ଥାଏ। ମାତ୍ର ଧାର୍ମିକମାନେ ଦୁଃଖରୁ ଉଦ୍ଧାର ପାଇବେ।
13 No pecado dos lábios há uma cilada funesta, mas o justo livra-se da angústia.
14 ମନୁଷ୍ଯ ଆପଣା ମୁଖର ଫଳ ଦ୍ବାରା ମଙ୍ଗଳ ରେ ପରିତୃପ୍ତ ହବେ। ଏବଂ ସେ ହସ୍ତକୃତ କର୍ମଫଳ ତାହାକୁ ଭୋଗ କରିବାକୁ ହବେ।
14 O homem se farta com o fruto de sua boca; cada qual recebe a recompensa da obra de suas mãos.
15 ଅଜ୍ଞାନର ପଥ ତା'ର ନିଜ ଦୃଷ୍ଟି ରେ ଯଥାର୍ଥ ମାତ୍ର ଜ୍ଞାନବାନ ମାନେ ପରାମର୍ଶ ଶୁଣନ୍ତି।
15 Ao insensato parece reto seu caminho, enquanto o sábio ouve os conselhos.
16 ଅଜ୍ଞାନର ବିରକ୍ତି ହଠାତ୍ ପ୍ରକାଶ ପାଏ ; କିନ୍ତୁ ବିଜ୍ଞ ମନୁଷ୍ଯ ଅପମାନକୁ ଉପେକ୍ଷା କରେ।
16 O louco mostra logo a sua irritação; o circunspecto dissimula o ultraje.
17 ସତ୍ଯବାଦୀମାନେ ନ୍ଯାଯପୂର୍ଣ୍ଣ କଥା କହନ୍ତି। ମାତ୍ର ମିଥ୍ଯାସାକ୍ଷୀମାନେ ପ୍ରବଞ୍ଚନା ପ୍ରକାଶ କରନ୍ତି।
17 O homem sincero anuncia a justiça; a testemunha falsa profere mentira.
18 ଯେଉଁ ଲୋକମାନେ କୌଣସି ଚିନ୍ତା ନ କରି କହନ୍ତି, ସମାନଙ୍କେର ଶବ୍ଦଗୁଡ଼ିକ ଦ୍ବିଶାଣିତ ଖଡ୍ଗ ପରି ଆଘାତ କରେ। ମାତ୍ର ଜ୍ଞାନୀ ଲୋକର କଥା ଉପଶମ ଆଣେ।
18 O falador fere com golpes de espada; a língua dos sábios, porém, cura.
19 ମିଥ୍ଯାବାଦୀର କଥା କବଳେ ଅଳ୍ପକ୍ଷଣ ନିମନ୍ତେ ତିଷ୍ଠେ, କିନ୍ତୁ ସତ୍ଯତାପୂର୍ଣ୍ଣ ଶବ୍ଦଗୁଡ଼ିକ ଚିରଦିନ ରହେ।
19 Os lábios sinceros permanecem sempre constantes; a língua mentirosa dura como um abrir e fechar de olhos.
20 ଅନିଷ୍ଟ ଚିନ୍ତାକାରୀର ହୃଦଯ ରେ ପ୍ରବଞ୍ଚନା ଥାଏ। ମାତ୍ର ଶାନ୍ତି ପରାମର୍ଶଦାତାମାନଙ୍କର ହୃଦଯ ଆନନ୍ଦପ୍ରଦ ହୁଏ।
20 No coração dos que tramam males há engano; a alegria está naqueles que dão conselhos de paz.
21 ଧାର୍ମିକ ପ୍ରତି କୌଣସି ବିପର୍ୟ୍ଯଯ ଘଟିବ ନାହିଁ, ମାତ୍ର ଦୁଷ୍ଟ ଲୋକମାନଙ୍କର ବହୁତ ସମସ୍ଯା ହବେ।
21 Ao justo nenhum mal pode abater, mas os maus enchem-se de tristezas.
22 ମିଥ୍ଯାବାଦୀର ଶବ୍ଦଗୁଡ଼ିକ ସଦାପ୍ରଭୁଙ୍କ ଦ୍ବାରା ଘୃଣିତ ଅଟେ। ମାତ୍ର ଯେଉଁମାନେ ସତ୍ଯ କୁହନ୍ତି, ସମାନେେ ତାଙ୍କର ସୁଖକର ଲୋକମାନେ ଅଟନ୍ତି।
22 Os lábios mentirosos são abominação para o Senhor, mas os que procedem com fidelidade agradam-lhe.
23 ଚତୁର ଲୋକ ଜ୍ଞାନ ଆହରଣ କରେ। ମାତ୍ର ମୂର୍ଖମାନଙ୍କର ମନ ଅଜ୍ଞାନତା ପ୍ରକାଶ କରେ।
23 O homem prudente oculta sua sabedoria; o coração dos insensatos proclama sua própria loucura.
24 ଜଣେ କର୍ମଶୀଳଙ୍କ ହସ୍ତ କତ୍ତୃର୍ତ୍ବ କରିବ, ମାତ୍ର ଅଳସୁଆ ଲୋକ ଦାସ ହବେ।
24 A mão diligente dominará; a mão preguiçosa torna-se tributária.
25 ମନୁଷ୍ଯର ମନୋବ୍ଯଥା ମନକୁ ନତ କରେ। ମାତ୍ର ମଙ୍ଗଳର ବାକ୍ଯ ତାହାର ହରଷ ଜନ୍ମାଏ।
25 A aflição no coração do homem o deprime; uma boa palavra restitui-lhe a alegria.
26 ଧାର୍ମିକ ଲୋକ ଆପଣା ପ୍ରତିବେଶୀର ଠିକ୍ ପଥ ପ୍ରଦର୍ଶକ, ମାତ୍ର ଦୁଷ୍ଟମାନଙ୍କ ପଥ ସମାନଙ୍କେୁ ଭୁଲାଏ।
26 O justo guia seu companheiro, mas o caminho dos ímpios os perde.
27 ଅଳସୁଆ ମୃଗଯା ରେ ଧରିଲା ପଶୁକୁ ପାକ କରେ ନାହିଁ। ମାତ୍ର ମନୁଷ୍ଯମାନଙ୍କର ବହୁମୂଲ୍ଯ ସମ୍ପତ୍ତି ପରିଶ୍ରମର ପକ୍ଷ ରେ ରହେ।
27 O indolente não assa o que caçou; um homem diligente, porém, é um tesouro valioso.
28 ଧାର୍ମିକତା ରୂପ ପଥରେ ଜୀବନ ଥାଏ। ପୁଣି ତହିଁର ଗମନ ମାର୍ଗ ରେ ମୃତ୍ଯୁ ନ ଥାଏ।
28 A vida está na vereda da justiça; o caminho do ódio, porém, conduz à morte.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Provérbios 12, comparar traduções ou montar um estudo — tudo direto pelo WhatsApp.